1 Crônicas 2

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଇଶ୍ରାୟେଲଙ୍କର ପୁତ୍ରମାନେ ଥିଲେ ରୁବନ୍େ,ଶିମିଯୋନ, ଲବେୀ, ଯିହୁଦା, ଇଷାଖର, ସବୂଲୂନ
1 Eis os filhos de Israel: Rubem, Simeão, Levi, Judá, Issacar, Zabulon,
2 ଦାନ୍, ଯୋଷଫେ, ବିନ୍ଯାମୀନ, ନପ୍ତାଲୀ, ଗାଦ୍ ଓ ଆଶରେ,
2 Dã, José, Benjamim, Neftali, Gad e Aser.
3 ଯିହୁଦାଙ୍କର ପୁତ୍ରମାନେ ଥିଲେ ଏର୍, ଓନନ୍ ଓ ଶଲୋ, ବତ୍ଶୂଯା। ସମାନଙ୍କେର ମାତା ବତ୍ଶୂଯା କିଣାନ୍ ଦେଶରୁ ଆଗତା ଜଣେ ସ୍ତ୍ରୀ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଯିହୁଦାଙ୍କର ପ୍ରଥମ ପୁତ୍ର ଏଲ୍ ଅତ୍ଯନ୍ତ ମନ୍ଦ ଥିଲା। ତେଣୁ ସଦାପ୍ରଭୁ ତାହାକୁ ହତ୍ଯା କଲେ।
3 Os filhos de Judá: Her, Onã e Sela, três filhos que lhe nasceram da filha de Sué, a Cananéia. Her, primogênito de Judá, era mau aos olhos do Senhor, pelo que o matou.
4 ଯିହୁଦାଙ୍କର ପୁତ୍ରବଧୂ ତାମର ପରେସ ଓ ସରହଙ୍କେୁ ଜନ୍ମ ଦଲୋ। ଏହିପରି ଯିହୁଦାଙ୍କର ପାଞ୍ଚ ପୁତ୍ର ଥିଲେ।
4 Tamar, sua nora, lhe deu à luz Farés e Zara. Ao todo, Judá teve cinco filhos.
5 ପରେସଙ୍କର ପୁତ୍ରମାନେ ଥିଲେ ହିଷ୍ରୋଣ୍, ଓ ହାମୂଲ।
5 Filhos de Farés: Hesron e Hamul.
6 ସରହଙ୍କେର ପାଞ୍ଚପୁତ୍ର ଥିଲେ। ସମାନଙ୍କେର ନାମ ଥିଲା ସିମ୍ରି, ଏଥନ୍, ହମେନ୍, କଲକୋଲ୍ ଓ ଦରୋ।
6 Filhos de Zara: Zamri, Etã, Emã, Calcal e Dara; ao todo cinco.
7 ସିମ୍ରିଙ୍କର ପୁତ୍ର ଥିଲେ କାର୍ମି। କାର୍ମିଙ୍କର ପୁତ୍ର ଥିଲେ ଆଖାର । ଏହି ଆଖାର ଇଶ୍ରାୟେଲ ନିମନ୍ତେ ବହୁତ ଦୁଃଖ ବିପଦକୁ ଡ଼ାକି ଆଣିଥିଲେ ୟିଏକି ଆଖର ୟୁଦ୍ଧ ରେ ପାଇଥିବା ବସ୍ତୁଗୁଡ଼ିକୁ ନିଜ ପାଖ ରେ ରଖିଥିଲେ, କିନ୍ତୁ ସେ ସହେି ବସ୍ତୁଗୁଡ଼ିକୁ ପରମେଶ୍ବରଙ୍କୁ ଦଇେ ଦବୋର ଥିଲା।
7 Filho de Carmi: Acar que turbou Israel, transgredindo o voto interdito.
8 ଏଥନ୍ଙ୍କର ପୁତ୍ର ଥିଲେ ଅସରିଯା।
8 Filho de Etã: Azarias.
9 ହିଷ୍ରୋଣଙ୍କର ପୁତ୍ରମାନେ ଥିଲେ ୟିରହମଲେ, ରାମ୍ ଓ କାଲୁବାଯ।
9 Filhos que nasceram de Hesron: Jerameel, Rão e Calubi.
10 ରାମ୍ ଅମ୍ମୀନାଦବଙ୍କର ପିତା ଥିଲେ ଓ ଅମ୍ମୀନାଦବ ଯିହୁଦାର ପରିବାରବର୍ଗ ମୁଖ୍ଯ ନ ହଶାେନଙ୍କର ପିତା ଥିଲେ।
10 Rão gerou Aminadab: Aminadab gerou Naasson, príncipe dos juditas.
11 ନ ହଶାେନ ସଲମାଙ୍କର ପିତା ଥିଲେ। ସଲମା ବୋଯାଜଙ୍କ ପିତା ଥିଲେ।
11 Naasson gerou Salma; Salma gerou Booz;
12 ବୋୟଜ ଓବଦଙ୍କେର ପିତା ଥିଲେ। ଓବଦେ ୟିଶୀଙ୍କର ପିତା ଥିଲେ।
12 Booz gerou Obed; Obed gerou Isaí,
13 ୟିଶୀ ଇଲିଯାବଙ୍କର ପିତା ଥିଲେ। ଇଲିଯାବ ୟିଶୀଙ୍କର ପ୍ରଥମ ଜାତ ପୁତ୍ର ଥିଲେ। ୟିଶୀଙ୍କର ଦ୍ବିତୀୟ ପୁତ୍ର ଥିଲେ ଅବିନାଦବ, ତାଙ୍କର ତୃତୀୟ ପୁତ୍ର ଥିଲେ ଶମ୍ମ।
13 Isaí gerou Eliab, seu primogênito, Abinadab, o segundo, Simaa, o terceiro,
14 ନଥନଲେ ୟିଶୀଙ୍କର ଚତୁର୍ଥ ପୁତ୍ର ଥିଲେ। ୟିଶୀଙ୍କର ପଞ୍ଚମ ପୁତ୍ର ଥିଲେ ରଦ୍ଦଯ।
14 Natanael, o quarto, Radai, o quinto,
15 ଓତସମ ୟିଶୀଙ୍କର ଷଷ୍ଠ ପୁତ୍ର ଥିଲେ ଓ ଦାଉଦ ଥିଲେ ତାଙ୍କର ସପ୍ତମ ପୁତ୍ର। ସମାନଙ୍କେର ଭଉଣୀମାନେ ଥିଲେ ସରୁଯା ଓ ଅବୀଗର।
15 Asom, o sexto, e Davi, o sétimo.
16 ସରୁଯାର ତିନି ପୁତ୍ର ଥିଲେ ଅବୀଶଯ, ଯୋୟାବ ଓ ଅସା ହେଲ।
16 Suas irmãs eram: Sarvia e Abigail. Os três filhos de Sarvia: Abisai, Joab, e Asael.
17 ଅବୀଯଲେ ଅମାସାର ମାତା ଥିଲେ। ଅମାସାଙ୍କର ପିତା ଥିଲେ ଯେଥର। ଏହି ଯେଥର୍ ଇଶମାଯଲେୀଯ ଲୋକଙ୍କ ମଧ୍ଯରୁ ଆସିଥିଲା।
17 Abigail deu à luz Amasa, cujo pai foi Jeter, o ismaelita.
18 କାଲେବ୍ ହିଷ୍ରୋଣଙ୍କର ପୁତ୍ର ଥିଲେ। କାଲବଙ୍କେର ନିଜ ସ୍ତ୍ରୀ ଅସୂବାରଙ୍କଠାରୁ ସନ୍ତାନ ଜନ୍ମ ହାଇେଥିଲେ। ଅସୂବାର ୟିରୀଯୋତର କନ୍ଯା ଥିଲେ। ଅସୂବାରଙ୍କର ପୁତ୍ରମାନେ ଥିଲେ : ଯେଶର, ଶୋବବ୍ ଓ ଅର୍ଦୋନ।
18 Caleb, filho de Hesron, teve filhos de Azuba, sua mulher, como também de Jeriot. Os filhos de Azuba foram: Jaser, Sobab e Ardon.
19 ଅସୁବାରଙ୍କର ମୃତ୍ଯୁ ପରେ କାଲବେ ଇଫ୍ରାଥାଙ୍କୁ ବିବାହ କଲେ। କାଲବେ ଓ ଇଫ୍ରାଥାଙ୍କର ଗୋଟିଏ ପୁତ୍ର ହେଲା। ସମାନେେ ତାହାର ନାମ ହୂର ଦେଲେ।
19 Pela morte de Azuba, Caleb desposou Efrata, que lhe deu à luz Hur.
20 ହୂର ଊରିଙ୍କର ପିତା ଥିଲେ। ଊରି ବତ୍ସଲଲଙ୍କେର ପିତା ଥିଲେ।
20 Hur gerou Uri, Uri gerou Bezaleel.
21 ପରେ, ହିଷ୍ରୋଣ ଷାଠିଏ ବର୍ଷ ବଯସ ରେ ମାଖୀରଙ୍କର ଝିଅକୁ ବିବାହ କଲେ। ମାଖୀର ଗିଲିଯଦ୍ଙ୍କର ପିତା ଥିଲେ। ହିଷ୍ରୋଣ ମାଖୀରଙ୍କ ଝିଅ ସହିତ ସହବାସ କଲେ ଓ ସେ ସରୂବଙ୍କୁ ଜନ୍ମ ଦେଲେ।
21 Depois Hesron uniu-se à filha de Maquir, pai de Galaad, e desposou-a na idade de sessenta anos; ela lhe deu à luz Segub.
22 ସରୂବ ୟାଯୀରଙ୍କର ପିତା ଥିଲେ। ଗିଲିଯଦ ଦେଶ ରେ ୟାଯୀରଙ୍କର ତଇେଶ ଗୋଟି ସହର ଥିଲା,
22 Segub gerou Jair, que teve vinte e três cidades na terra de Galaad.
23 କିନ୍ତୁ ଗଶୂର ଓ ଅରାମ୍ ୟାଯୀରଙ୍କର ଗ୍ରାମଗୁଡ଼ିକୁ ନଇଗେଲେ। ସଗେୁଡ଼ିକ ମଧିଅରେ କନାତ୍ ଓ ତା' ଚାରିପଟେ େଛାଟ େଛାଟ ସହରଗୁଡ଼ିକ ଥିଲା। ସମୁଦାଯ ଷାଠିଏଟି ସହର ଥିଲା। ଗିଲିଯଦଙ୍କର ପିତା ମାଖୀରଙ୍କର ଏହିସବୁ ସହର ଥିଲା।
23 {Os gessureus e os sírios apossaram-se das cidades de Jair, Canat e suas aldeias, ou seja, sessenta localidades.} Todos estes eram filhos de Maquir, pai de Galaad.
24 ହିଷ୍ରୋଣ ମୃତ୍ଯୁବରଣ କଲାପରେ, କାଲବଙ୍କେର ସ୍ତ୍ରୀ ଇଫ୍ରଥା ଏକ ପୁତ୍ରକୁ ଜନ୍ମ ଦେଲେ। (ହିଷ୍ରୋଣର ସ୍ତ୍ରୀ ନାମ ଅବିଯାହ) ସହେି ପୁତ୍ରର ନାମ ଦିଆଗଲା ଅହୂସର। ଅହୂସର ତକୋଯ ସହର ପ୍ରତିଷ୍ଠା କରିଥିଲେ।
24 Depois da morte de Hesron, em Caleb Efrata, sua mulher Abia lhe deu à luz Azur, pai de Tecua.
25 ୟିରହମଲେ ହିଷ୍ରୋଣଙ୍କର ପ୍ରଥମ ପୁତ୍ର ଥିଲେ। ୟିରହମଲଙ୍କେର ପୁତ୍ରମାନେ ଥିଲେ ରାମ, ବୁନା, ଓରଣ, ଓତସମ ଓ ଅହିଯ। ରାମ ୟିରହମଲଙ୍କେର ପ୍ରଥମ ପୁତ୍ର ଥିଲେ।
25 Os filhos de Jerameel, primogênito de Hesron, foram: Rão, o primogênito, Buna, Arã, Asom e Aquia.
26 ୟିରହମଲଙ୍କେର ଅଟାରା ନାମ ରେ ଆଉ ଜଣେ ସ୍ତ୍ରୀ ଥିଲେ। ଏହି ଅଟାରା, ନାସଙ୍କର ମାତା ଥିଲେ।
26 Jerameel teve outra mulher chamada Atara, que foi mãe de Onã.
27 ୟିରହମଲଙ୍କେର ପ୍ରଥମ ପୁତ୍ର ଅରାମଙ୍କର ପୁତ୍ରମାନେ ଥିଲେ ମାଷ୍, ୟାମୀନ ଓ ଏକର।
27 Os filhos de Rão, primogênito de Jerameel, foram: Moos, Jamim e Acar.
28 ଓନମଙ୍କର ପୁତ୍ରମାନେ ଥିଲେ : ଶମ୍ମଯ ଓ ୟାଦା। ଶମ୍ମଯଙ୍କର ପୁତ୍ରମାନେ ଥିଲେ : ନାଦବ ଓ ଅବୀଶୂର।
28 Os filhos de Onã foram: Semei e Jada. Filhos de Semei: Nadab e Abisur.
29 ଅବୀଶୂରଙ୍କର ପତ୍ନୀଙ୍କର ନାମ ଥିଲା : ଅବୀହଯିଲ୍। ସମାନଙ୍କେର ଦୁଇ ପୁତ୍ର ଥିଲେ। ସହେି ପୁତ୍ରମାନଙ୍କର ନାମ ଥିଲା : ଅହବାନ୍ ଓ ମାେଲୀଦ୍।
29 O nome da mulher de Abisur era Abiail que lhe deu à luz Aobã e Molid.
30 ନାଦବଙ୍କର ପୁତ୍ରମାନେ ଥିଲେ : ସେଲଦ୍ ଓ ଅପ୍ପଯିମ। ସେଲଦ୍ ନିଃସନ୍ତାନ ହାଇେ ମୃତ୍ଯୁବରଣ କରିଥିଲେ।
30 Os filhos de Nadab: Saled e Afaim. Saled morreu sem filhos.
31 ୟିଶଯି ଅପ୍ପଯିମଙ୍କର ପୁତ୍ର ଥିଲେ। ୟିଶଯିଙ୍କର ପୁତ୍ର ଥିଲେ : ଶେଶନ୍। ଶେଶନ୍ଙ୍କର ପୁତ୍ର ଥିଲେ : ଅହଲଯ।
31 Filho de Afaim: Jesi; filho de Jesi: Sesã; filho de Sesã: Oolai.
32 ୟାଦା ଶମ୍ମଯଙ୍କର ଭ୍ରାତା ଥିଲେ। ୟାଦାଙ୍କର ପୁତ୍ରମାନେ ଥିଲେ : ଯେଥର, ଯୋନାଥନ। ଯେଥର ନିଃସନ୍ତାନ ହାଇେ ମୃତ୍ଯୁବରଣ କଲେ।
32 Filhos de Jada, irmão de Semei: Jeter e Jonatã; Jeter morreu sem filhos.
33 ଯୋନାଥନଙ୍କର ପୁତ୍ରମାନେ ଥିଲେ : ପଲେତ୍ ଓ ସାସା। ଏହା ୟିରହମଲଙ୍କେ ସନ୍ତାନଗଣଙ୍କର ତାଲିକା ଅଟେ।
33 Filhos de Jonatã: Falet e Ziza. Estes foram os filhos de Jerameel.
34 ଶେଶନ୍ଙ୍କର କୌଣସି ପୁତ୍ର ନ ଥିଲେ। ତାଙ୍କର କବଳେ କନ୍ଯାମାନେ ଥିଲେ। ଶେଶନ୍ଙ୍କର ୟାର୍ହା ନାମ ରେ ଜଣେ ମିଶରୀଯ କ୍ରୀତଦାସୀ ଥିଲା।
34 Sesã não teve filhos, mas muitas filhas. Ele possuía um escravo egípcio de nome Jerra;
35 ଶେଶନ୍ ନିଜ ଝିଅକୁ ୟାର୍ହା ସହିତ ବିବାହ ଦେଲେ। ସମାନଙ୍କେର ପୁତ୍ରଟିଏ ଜନ୍ମ ହେଲା। ତାହାର ନାମ ଥିଲା : ଅତ୍ତଯ।
35 deu-lhe sua filha por mulher, e ela deu à luz Etei.
36 ଅତ୍ତଯ ନାଥନଙ୍କର ପିତା ଥିଲେ। ନାଥନ ସାବଦ୍କର ପିତା ଥିଲେ।
36 Etei gerou Natã; Natã gerou Zabad;
37 ସାବଦକ୍ ଇଫଲଲଙ୍କର ପିତା ଥିଲେ। ଇଫଲଲ ଓବଦଙ୍କେର ପିତା ଥିଲେ।
37 Zabad gerou Oflal; Oflal gerou Obed;
38 ଓବଦେ ଯହେୁଙ୍କର ପିତା ଥିଲେ। ଯହେୁ ଅସରିଯଙ୍କ ପିତା ଥିଲେ।
38 Obed gerou Jeú, Jeú gerou Azarias;
39 ଅସରିଯ ହେଲସଙ୍କର ପିତା ଥିଲେ। ହରେସ ଇଲୀଯାସଙ୍କ ପିତା ଥିଲେ।
39 Azarias gerou Heles; Heles gerou Elasa;
40 ଇଲୀଯାସ ସିସମୟଙ୍କର ପିତା ଥିଲେ। ସିସମୟ ଶଲ୍ଲୁମଙ୍କର ପିତା ଥିଲେ।
40 Elasa gerou Sisamoi; Sisamoi gerou Selum;
41 ଶଲ୍ଲୁମ୍ ୟିକମିଯଙ୍କ ପିତା ଥିଲେ ଏବଂ ୟିକମିଯ ଇଲୀଶାମଙ୍କର ପିତା ଥିଲେ।
41 Selum gerou Icamias; Icamias gerou Elisama.
42 କାଲେବ୍ ୟିରହମଲଙ୍କେର ଭ୍ରାତା ଥିଲେ। କାଲବଙ୍କେର କେତାଟେି ପୁତ୍ର ଥିଲେ। ପ୍ରଥମ ପୁତ୍ର ଥିଲେ ମଶାେ। ମଶାେ ସୀଫ୍ଙ୍କର ପିତା ଥିଲେ। କାଲବଙ୍କେର ଆହୁରି ମଧ୍ଯ ପୁତ୍ର ଥିଲେ। ମା ରଶାେ ହିବ୍ରୋଣଙ୍କ ପିତା ଥିଲେ।
42 Filhos de Caleb, irmão de Jerameel: Mesa, o mais velho, que foi pai de Zif, e os filhos de Maresa, pai de Hebron.
43 ହିବ୍ରୋଣଙ୍କ ପୁତ୍ରମାନେ ଥିଲେ : କୋରହ, ତପୂହ, ରକେମ୍ ଓ ଶମାେ।
43 Filhos de Hebron: Coré, Tafua, Recem e Sama.
44 ଶମାେ ରହମ୍ଙ୍କ ପିତା ଥିଲେ। ରହମ୍ ୟର୍କିଯମଙ୍କ ପିତା ଥିଲେ। ରକେମ୍ ଶମ୍ମଯଙ୍କ ପିତା ଥିଲେ।
44 Sama gerou Samai.
45 ଶମ୍ମଯ ମାଯୋନ୍ଙ୍କର ପୁତ୍ର ଥିଲେ। ମାଯୋନ୍ ବୈଥ୍-ସୂରଙ୍କର ପିତା ଥିଲେ।
45 Filho de Samai: Maon; e Maon foi pai de Betsur.
46 କାଲବଙ୍କେର ଦାସୀର ନାମ ଥିଲା ଐଫା। ଐଫା ହାରଣ, ମାେତ୍ସା ଓ ଗା ସେସଙ୍କର ମାତା ଥିଲେ। ହାରଣ ଗା ସେସଙ୍କର ପିତା ଥିଲେ।
46 Efa, concubina de Caleb, deu à luz Harã, Mosa e Gezez. Harã gerou Gezez.
47 ଯହଦେଯଙ୍କର ପୁତ୍ରମାନେ ଥିଲେ : ରଗେମ୍, ଯୋଥମ୍, ଗେଶନ୍, ପଲଟେ, ଐଫା ଓ ଶାଫ୍।
47 Filhos de Jaadai: Regom, Joatão, Gosã Falet, Efa, e Saaf.
48 ମାଖା ନାମ୍ନୀ କାଲବରଙ୍କେର ଆଉ ଜଣେ ଦାସୀ ଥିଲେ। ମାଖା ଶବରେ ଓ ତିର୍ହନଃଙ୍କର ମାତା ଥିଲେ।
48 Maaca, concubina de Caleb deu à luz Saber e Tarana.
49 ମାଖା ଶାଫ ଓ ଶିବାଙ୍କର ମଧ୍ଯ ମାତା ଥିଲେ। ଶାଫ ମଦମନ୍ନାଙ୍କର ପିତା ଥିଲେ। ଶିବା ମଗବନୋର ଓ ଗିବିଯାଙ୍କର ପିତା ଥିଲେ। କାଲବରଙ୍କେର ଝିଅ ଥିଲେ ଅକଷା।
49 Ela deu à luz também a Saaf, pai de Madmena, Sué, pai de Macbena e Gabaa. A filha de Caleb era Acsa.
50 ଏହା କାଲବଙ୍କେର ଉତ୍ତରାଧିକାରୀ ବଂଶମାନଙ୍କର ତାଲିକା ଅଟେ। ହୂର କାଲବଙ୍କେର ଜେଷ୍ଠ ପୁତ୍ର ଥିଲେ। ସେ ଇଫ୍ରାଥାଙ୍କ ଠାରୁ ଜନ୍ମ ହାଇେଥିଲେ। ହୁରଙ୍କର ପୁତ୍ର ଶାେବଲ ଥିଲେ, କିରିଯତ୍-ୟିଯାରୀମ୍ର ପ୍ରତିଷ୍ଠାତା ଥିଲେ।
50 Estes foram os filhos de Caleb, filho de Ur, primogênito de Efrata: Sobal, pai de Cariatiarim,
51 ଶଲ୍ମ ବୈଥ୍ଲହମରେ ପ୍ରତିଷ୍ଠାତା ଓ ହାଲେଫ୍ ବୈଥ୍ଗାଦର ପ୍ରତିଷ୍ଠାତା ଥିଲେ।
51 Salma, pai de Belém, Harif, pai de Betgader.
52 ଶାେବଲ କିରିଯତ୍-ୟିଯାରୀମର ପ୍ରତିଷ୍ଠାତା ଥିଲେ। ଏହା ଶାେବଲଙ୍କ ବଂଶଧରମାନଙ୍କର ଏକ ତାଲିକା ଅଟେ। ହରାଯା, ମନୁହୋଥର ଅର୍ଦ୍ଧକେ ଲୋକ ;
52 Sobal, pai de Cariatiarim, teve por filhos Haroé, Hatsi-Hammenuot.
53 କିରିଯତ୍-ୟିଯାରୀମ ପରିବାର ବର୍ଗମାନେ ଥିଲେ, ୟିତ୍ରୀଯ, ପୁଥୀଯ, ଶୂମାଥୀଯ ଓ ମିଶ୍ରାଯୀଯ। ସରାଯୀଯ ଓ ଇଷ୍ଟାଯୋଲୀଯଗଣ ମିସ୍ରାଯୀଯରୁ ଆସିଥିଲେ।
53 As famílias de Cariatiarim foram: os jetreus, os afuteus, os semateus, e os masereus. Destes procederam os sareus e os estaoleus.
54 ଶଲୂମଙ୍କର ବଂଶଧରମାନେ ଥିଲେ, ବୈଥଲହେମ୍ ନଟୋଫାତୀୟ, ଅଟ୍ରୋତ୍ବେତ୍ ଯୋୟାବ ମନହୋତୀୟର ସରାରୀୟର ଅର୍ଧେକ ଲୋକ,
54 Filhos de Salma: Belém e os netofateus. Ataroth-Beth-Joab, a metade dos manaquiteus, os sareus,
55 ଏବଂ ୟାବେସ୍ ରେ ବାସ କରୁଥିବା ଲିପିକାରମାନଙ୍କର ପରିବାରସବୁ ତିରିଯାଥୀଯ, ଶିମିଯଥୀଯ ଓ ସୁଖାଥୀଯ ଥିଲେ। ଏହି କୀନୀଯ ଲୋକମାନେ ହମ୍ମତରୁ ଆସିଥିଲେ। ହମ୍ମତ୍ ବେଥ- ରଖାବରେ ପ୍ରତିଷ୍ଠାତା ଥିଲେ।
55 e as famílias dos escribas que moravam em Jabes: os tiriateus, os quimateus, os sucateus. Estes são os cineus, procedentes de Hamat, pai da casa de Recab.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Crônicas 2, comparar traduções ou montar um estudo — tudo direto pelo WhatsApp.