1 Crônicas 9

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଇଶ୍ରାୟେଲର ସମସ୍ତ ଲୋକଙ୍କର ନାମ ସମାନଙ୍କେ ପରିବାରର ଇତିହାସ ରେ ଲିଖିତ ହାଇେଅଛି। ସହେି ପାରିବାରିକ ଇତହାସକୁ ଇଶ୍ରାୟେଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଅନ୍ତଭୁର୍କ୍ତ କରାୟାଇଛି।
1 Todo o Israel, pois, foi arrolado por genealogias, que estão inscritas no livro dos reis de Israel; e Judá foi transportado para Babilônia, por causa da sua infidelidade.
2 ଯେଉଁମାନେ ପ୍ରଥମେ ଫରେିଆସି ସମାନଙ୍କେର ଅଧିକାର ରେ ସଠାେରେ ସମାନଙ୍କେର ନଗର ରେ ବାସ କଲେ, ସେଥିମଧ୍ଯରୁ କେତକେ ଇଶ୍ରାୟେଲୀୟ, ଯାଜକଗଣ, ଲବେୀୟଗଣ ଓ ସବେକଗଣ ଥିଲେ।
2 Ora, os primeiros a se restabelecerem nas suas possessões e nas suas cidades foram de Israel, os sacerdotes, os levitas, e os netinins.
3 ଏହି ଲୋକମାନେ ଯେଉଁମାନେ ୟିରୁଶାଲମ ରେ ବାସ କରୁଥିଲେ ସମାନେେ ଯିହୁଦା, ବିନ୍ଯାମୀନ, ଇଫ୍ରଯିମ ଓ ମନଃଶିଙ୍କ ଗୋଷ୍ଠୀର ଥିଲେ।
3 E alguns dos filhos de Judá, de Benjamim, e de Efraim e Manassés, habitaram em Jerusalém:
4 ଊଥଯ ଅମ୍ମୀହୂଦ୍ଙ୍କ ପୁତ୍ର ଥିଲେ। ଅମ୍ମୀହୂଦ୍ ଅମ୍ରିଙ୍କ ପୁତ୍ର ଥିଲେ। ଅମ୍ରି ଇମ୍ରିଙ୍କ ପୁତ୍ର ଥିଲେ। ଇମ୍ରି ବାନିଙ୍କ ପୁତ୍ର ଥିଲେ। ବାନି ପରେସ୍ଙ୍କ ଜଣେ ବଂଶଧର ଥିଲେ। ପରେସ୍ ଯିହୁଦାଙ୍କ ପୁତ୍ର ଥିଲେ।
4 Utai, filho de Amiúde, filho de Onri, filho de Inri, filho de Bari, dos filhos de Pérez, filho de Judá;
5 ୟିରୁଶାଲମ ରେ ବାସ କରୁଥିବା ଶୀଲୋନୀଯ ଲୋକମାନେ ଥିଲେ, ଅସାଯ ଜେଷ୍ଠ ପୁତ୍ର ଥିଲେ ଓ ଅସାଯଙ୍କର ପୁତ୍ରମାନେ ଥିଲେ।
5 dos silonitas: Asaías o primogênito, e seus filhos;
6 ୟିରୁଶାଲମ ରେ ବାସ କରୁଥିବା ସରହରେ ଲୋକମାନେ ଥିଲେ, ୟୁଯଲେ ଓ ତାଙ୍କର ଆତ୍ମୀଯମାନେ। ସମାନେେ ସମୁଦାଯ 690 ଜଣ ଥିଲେ।
6 dos filhos de Zerá: Jeuel e seus irmãos, seiscentos e noventa;
7 ଏହି ଲୋକମାନେ ୟିରୁଶାଲମ ରେ ବାସ କରୁଥିବା ବିନ୍ଯାମୀନ ପରିବାରବର୍ଗର ଥିଲେ : ସଲ୍ଲୁ ମଶୁଲ୍ଲଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ହୋଦ୍ବିଯଙ୍କ ପୁତ୍ର ଥିଲେ। ହୋଦ୍ବିଯ ହସନୁଯଲଙ୍କେ ପୁତ୍ର ଥିଲେ।
7 dos filhos de Benjamim: Salu, filho de Mesulão, filho de Hodavias, filho de Hassenua;
8 ୟିବ୍ନିଯ ୟିରୋହମଙ୍କ ପୁତ୍ର ଥିଲେ। ଏଲା ଉଷିଙ୍କ ପୁତ୍ର ଥିଲେ। ଉଷି ମିଖ୍ରିଙ୍କ ପୁତ୍ର ଥିଲେ। ମଶୁଲ୍ଲମ ଶଫଟିଯଙ୍କ ପୁତ୍ର ଥିଲେ। ଶଫଟିଯ ରୁଯଲଙ୍କେ ପୁତ୍ର ଥିଲେ ଏବଂ ରୁଯଲେ ଇବ୍ନିଯଙ୍କ ପୁତ୍ର ଥିଲେ।
8 Ibnéias, filho de Jeroão; Elá, filho de Uzi, filho de Mícri; Mesulão, filho de Sefatias, filho de Reuel, filho de Ibnijas;
9 ବିନ୍ଯାମୀନଙ୍କ ପରିବାରର ଇତିହାସ ଦର୍ଶାଏ ଯେ, ସମାନଙ୍କେ ମଧ୍ଯରୁ 956 ଜଣ ୟିରୁଶାଲମ ରେ ବାସ କରୁଥିଲେ। ଏହି ସମସ୍ତ ବ୍ଯକ୍ତିମାନେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ।
9 e seus irmãos, segundo as suas gerações, novecentos e cinqüenta e seis. Todos estes homens foram chefes de casas paternas, segundo as casas de seus pais.
10 ୟିରୁଶାଲମ ରେ ଏହି ଯାଜକମାନେ ବାସ କରୁଥିଲେ : ୟିଦଯିଯ ଯିହାୟୋଦାରରୀବ୍, ୟାଖୀନ୍ ଏବଂ ଅସରିଯ।
10 E dos sacerdotes: Jedaías, Jeoiaribe e Jaquim;
11 ଅସରିଯ ହିଲକିଯଙ୍କ ପୁତ୍ର ଥିଲେ। ହିଲକିଯ ମଶୁଲ୍ଲମ୍ଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ସାଦୋକ୍ଙ୍କ ପୁତ୍ର ଥିଲେ। ସାଦୋକ୍ ମରାଯୋତଙ୍କ ପୁତ୍ର ଥିଲେ। ମରାଯୋତ ଅହୀଟୂବ୍ଙ୍କ ପୁତ୍ର ଥିଲେ। ଅହୀଟୂବ୍ ପରମେଶ୍ବରଙ୍କ ମନ୍ଦିରର ସୁରକ୍ଷା ଦାଯିତ୍ବ ରେ ଥିବା ବିଶଷେ କାର୍ୟ୍ଯକାରୀ ଥିଲେ। ଆହୁରି ମଧ୍ଯ ସଠାେରେ ୟିରୋହମଙ୍କ ପୁତ୍ର ଅଦାଯା ଥିଲେ। ୟିରୋହମ୍ ପଶ୍ହୂରଙ୍କ ପୁତ୍ର ଥିଲେ।
11 Azarias, filho de Hilquias, filho de Mesulão, filho de Zadoque, filho de Meraiote. filho de Aitube, regente da casa de Deus;
12 ପଶ୍ହୂର ମଲକିଯଙ୍କ ପୁତ୍ର ଥିଲେ। ଆହୁରି ମଧ୍ଯ ସଠାେରେ ଅଦୀଯଲଙ୍କେ ପୁତ୍ର ମାସଯ ଥିଲେ। ଅଦୀଯଲେ ୟହ ସରୋଙ୍କ ପୁତ୍ର ଥିଲେ। ୟହ ସରୋ ମଶୁଲ୍ଲମଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ମଶିଲ୍ଲମାେତ୍ଙ୍କ ପୁତ୍ର ଥିଲେ। ମଶିଲ୍ଲମାେତ୍ ଇମ୍ମରଙ୍କେ ପୁତ୍ର ଥିଲେ।
12 Adaías, filho de Jeroão, filho de Pasur, filho de Malquias; Maasai, filho de Adiel, filho de Jazera, filho de Mesulão, filho de Mesilemite, filho de Imer;
13 ସମୁଦାଯ 1,760 ଜଣ ଯାଜକ ଥିଲେ, ଯେଉଁମାନେ କି ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନେେ ପରମେଶ୍ବରଙ୍କ ମନ୍ଦିର ରେ ସବୋ କରିବା ରେ ଦକ୍ଷ ଲୋକ ଥିଲେ।
13 como também seus irmãos, chefes de suas casas paternas, mil setecentos e sessenta, homens capacitados para o serviço a casa de Deus.
14 ଲବେୀଙ୍କ ପରିବାରବର୍ଗର ଏହି ଲୋକମାନେ ୟିରୁଶାଲମ ରେ ବାସ କରୁଥିଲେ : ହଶୂବ୍ଙ୍କ ପୁତ୍ର ଶମଯିଯ। ହଶୂଯ ଅସ୍ରୀକାମ୍ଙ୍କ ପୁତ୍ର ଥିଲେ। ଅସ୍ରୀକାମ୍ ହଶୂବ୍ଙ୍କ ପୁତ୍ର ଥିଲେ। ହଶବିଯ ମରାରିଙ୍କ ବଂଶଧର ଥିଲେ।
14 E dos levitas: Semaías, filho de Hassube, filho de Azricão, filho de Hasabias, dos filhos de Merári:
15 ୟିରୁଶାଲମ ରେ ଆହୁରି ମଧ୍ଯ ଏହିମାନେ ବାସ କରୁଥିଲେ : ବକ୍ବକର, ହରେଶ, ଗାଲଲ୍ ଓ ମତ୍ତନିଯ। ମତ୍ତନିଯ ମୀଖାଙ୍କ ପୁତ୍ର ଥିଲେ। ମୀଖା ସିଖ୍ରିଙ୍କ ପୁତ୍ର ଥିଲେ। ସିଖ୍ରି ଆସଫ୍ଙ୍କ ପୁତ୍ର ଥିଲେ।
15 Baquebacar, Heres, Galal, e Matanias, filho de Mica, filho de Zicri, filho de Asafe;
16 ଓବଦିଯ ଶମଯିଯଙ୍କ ପୁତ୍ର ଥିଲେ। ଶମଯିଯ ଗାଲଲ୍ଙ୍କ ପୁତ୍ର ଥିଲେ। ଗାଲ ୟିଦୂଥନ୍ଙ୍କ ପୁତ୍ର ଥିଲେ। ବରେିଖିଯ ଆସାଙ୍କ ପୁତ୍ର ଥିଲେ। ଆସା ଇଲକାନାଙ୍କ ପୁତ୍ର ଥିଲେ। ସେ ନଟୋଫା ରେ ଲୋକମାନଙ୍କ ସହର ରେ ବାସ କରୁଥିଲେ।
16 Obadias, filho de Semaías, filho de Galal, filho de Jedútun; e Berequias, filho de Asa, filho de Elcana, morador das aldeias dos netofatitas.
17 ୟିରୁଶାଲମ୍ ରେ ଏହି ଦ୍ବାରପାଳକାନେ ବାସ କରୁଥିଲେ : ଶଲ୍ଲୁମ, ଅକ୍ଲ୍ବବ୍, ଟଲମାେନ୍, ଅହୀମାନ ଓ ସମାନଙ୍କେର ଆତ୍ମୀଯବର୍ଗ। ଶଲ୍ଲୁମ୍ ସମାନଙ୍କେର ମୁଖ୍ଯ ଥିଲେ।
17 Foram porteiros: Salum, Acube, Talmom, Aimã, e seus irmãos, sendo Salum o chefe;
18 ଏହି ଲୋକମାନେ ପୂର୍ବଦିଗ ରେ ରାଜାଙ୍କ ଦ୍ବାରର ପରବର୍ତ୍ତୀ ପାଶର୍‌ବ ରେ ଛିଡ଼ା ହେଉଥିଲେ। ଲବେୀଙ୍କ ପରିବାରବର୍ଗର ଏହିମାନେ ଦ୍ବାରପାଳ ଥିଲେ।
18 e até aquele tempo estavam de guarda à porta do rei, que ficava ao oriente. Estes foram os porteiros para os arraiais dos filhos de Levi.
19 ଶଲ୍ଲୁମ୍ କୋରହଙ୍କ ପୁତ୍ର ଥିଲେ। କୋରହ୍ ଅବୀଯାସଫ୍ଙ୍କ ପୁତ୍ର ଥିଲେ। ଅବୀଯାସଫ୍ କୋରିଙ୍କ ପୁତ୍ର ଥିଲେ। ଶଲ୍ଲୁମ୍ ଓ ତାଙ୍କର ଭ୍ରାତାମାନେ ଦ୍ବାରପାଳ ଥିଲେ। ସମାନେେ କୋରହ ପରିବାରବର୍ଗର ଥିଲେ। ସମାନେେ ମନ୍ଦିରର ସବୋ କାର୍ୟ୍ଯ ଦାଯିତ୍ବ ରେ ଥିଲେ। ସମାନେେ ପବିତ୍ର ତମ୍ବୁର ଦ୍ବାର ପ୍ରବେଶ ଦ୍ବାର ଜଗିବା କାର୍ୟ୍ଯ କରୁଥିଲେ। ସମାନେେ ଠିକ୍ ସହେିପରି କଲେ, ଯେପରି ସମାନଙ୍କେର ପୂର୍ବପୁରୁଷମାନେ ପବିତ୍ର ତମ୍ବୁର ପ୍ରବେଶ ଦ୍ବାର ଜଗିବା କାର୍ୟ୍ଯ କରୁଥିଲେ।
19 Salum, filho de Coré, filho de Ebiasafe, filho de Corá, e seus irmãos da casa de seu pai, os coraítas estavam encarregados do serviço como guardas das entradas do tabernáculo, como seus pais também tinham sido encarregados do arraial do Senhor, sendo guardas da entrada.
20 ଅତୀତ ରେ, ଇଲିଯାସରଙ୍କ ପୁତ୍ର ପୀନ୍ହସ ସମାନଙ୍କେର ଶାସକ ଥିଲେ ଏବଂ ସଦାପ୍ରଭୁ ତାଙ୍କ ସହିତ ଥିଲେ।
20 Finéias, filho de Eleazar, dantes era guia entre eles; e o Senhor era com ele.
21 ପବିତ୍ର ତମ୍ବୁର ପ୍ରବେଶ ଦ୍ବାର ରେ ଜିଖରିଯ ମଶଲେିମିଯଙ୍କ ପୁତ୍ର ଦ୍ବାରପାଳ ଥିଲେ।
21 Zacarias, filho de Meselemias, guardava a porta da tenda da revelação.
22 ପ୍ରବେଶ ଦ୍ବାରର ଦ୍ବାରପାଳ ନିମନ୍ତେ ସମୁଦାଯ 212 ଜଣ ଲୋକଙ୍କୁ ମନୋନୀତ କରାୟାଇଥିଲା। ସମାନଙ୍କେର ନାମ ସମାନଙ୍କେ ପରିବାର ଇତିହାସ ରେ ଓ ସମାନଙ୍କେ ଗ୍ରାମଗୁଡ଼ିକରେ ଲଖାୟୋଇଅଛି। ଦାଉଦ ଓ ଦର୍ଶକ ଶାମୁଯଲେ ସମାନଙ୍କେୁ ସହେି ଜାଗା ରେ ନିୟୁକ୍ତ କରିଥିଲେ। କାରଣ ସମାନେେ ବିଶ୍ବସ୍ତ ଥିଲେ।
22 Todos estes, escolhidos para serem guardas das entradas, foram duzentos e doze; e foram contados por suas genealogias, nas suas aldeias. Davi e Samuel, o vidente, os constituíram nos seus respectivos cargos.
23 ଦ୍ବାରପାଳମାନେ ଓ ସମାନଙ୍କେର ବଂଶଧରମାନେ ସଦାପ୍ରଭୁଙ୍କ ଗୃହ, ପବିତ୍ର ତମ୍ବୁର ସୁରକ୍ଷା ଦାଯିତ୍ବ ରେ ଥିଲେ।
23 Tinham, pois, eles e seus filhos o cargo das portas da casa do Senhor, a saber, da casa da tenda, como guardas.
24 ଚାରିଗୋଟି ପାଶର୍‌ବ ରେ ଦ୍ବାରମାନ ଥିଲା : ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ।
24 Os porteiros estavam aos quatro lados, ao oriente, ao ocidente, ao norte e ao sul:
25 ଦ୍ବାରପାଳମାନଙ୍କର ଯେଉଁ ଆତ୍ମୀଯମାନେ େଛାଟ ସହରଗୁଡ଼ିକରେ ବାସ କରୁଥିଲେ, ସମାନଙ୍କେୁ ଆସି କେତକେ ନିର୍ଦ୍ଦିଷ୍ଟ ସମୟରେ ସାହାୟ୍ଯ କରିବାକୁ ପଡ଼ୁଥିଲା। ସମାନେେ ଆସୁଥିଲେ ଓ ପ୍ରେତ୍ୟକକ ଥର ଦ୍ବାରପାଳମାନଙ୍କୁ ସାତଦିନ ପର୍ୟ୍ଯନ୍ତ ସାହାୟ୍ଯ କରୁଥିଲେ।
25 Seus irmãos, que moravam nas suas aldeias, deviam de tempo em tempo vir por sete dias para servirem com eles.
26 ସମସ୍ତ ଦ୍ବାରପାଳମାନଙ୍କର ମୁଖ୍ଯ ଚାରି ଦ୍ବାରପାଳ ଥିଲେ। ସମାନେେ ଲବେୀୟ ଲୋକ ଥିଲେ। ସମାନଙ୍କେର କାର୍ୟ୍ଯ ଥିଲା, ପରମେଶ୍ବରଙ୍କ ମନ୍ଦିର ରେ ଥିବା ସକଳ କଠାେରୀର ଓ ଧନସମ୍ପଦର ରକ୍ଷଣା ବେକ୍ଷଣା କରିବା।
26 pois os quatro porteiros principais, que eram levitas, estavam encarregados das câmaras e dos tesouros da casa de Deus.
27 ସମାନେେ ସାରା ରାତ୍ରି ପରମେଶ୍ବରଙ୍କ ମନ୍ଦିରକୁ ଜଗି ରହୁଥିଲେ। ଆଉ ପ୍ରତିଦିନ ପ୍ରଭାତ ରେ ପରମେଶ୍ବରଙ୍କ ମନ୍ଦିରର ଦ୍ବାର ଖାଲିବୋ ସମାନଙ୍କେର କାର୍ୟ୍ଯ ଥିଲା।
27 E se alojavam à roda da casa de Deus. Porque a sua guarda lhes estava entregue, e tinham o encargo de abri-la cada manhã.
28 ମନ୍ଦିରର ସବୋକାର୍ୟ୍ଯ ରେ ବ୍ଯବହୃତ ହେଉଥିବା ପାତ୍ରମାନଙ୍କର ଯତ୍ନ ନବୋ କେତକେ ଦ୍ବାରପାଳଙ୍କର କାର୍ୟ୍ଯ ଥିଲା। ସମାନେେ ସହେି ପାତ୍ରଗୁଡ଼ିକୁ ନଇୟିବୋ ସମୟରେ ଗଣି ରଖୁଥିଲେ। ତାହା ପୁଣି, ସହେି ପାତ୍ର ଗୁଡିକୁ ନଇୟିବୋ ସମୟରେ ମଧ୍ଯ ଗଣି ରଖୁଥିଲେ।
28 Alguns deles estavam encarregados dos utensílios do serviço, pois estes por conta eram trazidos e por conta eram tirados.
29 ଅନ୍ୟ ଦ୍ବାରପାଳମାନେ କାଠ ଆସବାବପତ୍ର ଓ ବିଶଷେ ପାତ୍ରଗୁଡ଼ିକର ଯତ୍ନ ନବୋ ନିମନ୍ତେ ମନୋନୀତ ହାଇେଥିଲେ। ଆହୁରି ମଧ୍ଯ ସମାନେେ ମଇଦା, ଦ୍ରାକ୍ଷାରସ, ତୈଳ, ସୁଗନ୍ଧଦ୍ରବ୍ଯ ଓ ବିଶଷେ ତୈଳର ଯତ୍ନ ନେଉଥିଲେ।
29 Outros estavam encarregados dos móveis e de todos os utensílios do santuário, como também da flor de farinha, do vinho, do azeite, do incenso e das especiarias.
30 କିନ୍ତୁ ଯାଜକ ହିଁ ବିଶଷେ ତୈଳର ମିଶ୍ରଣ କାର୍ୟ୍ଯ କରୁଥିଲେ।
30 Os que confeccionavam as especiarias eram dos filhos dos sacerdotes.
31 ମତ୍ତଥିଯ ନାମକ ଜଣେ ଲବେୀୟ ଥିଲେ, ୟିଏକି ନବୈେଦ୍ଯ ନିମନ୍ତେ ବ୍ଯବହୃତ ହେଉଥିବା ରୋଟୀ ସକେିବାର କାର୍ୟ୍ଯ କରୁଥିଲେ। ମତ୍ତଥିଯ ଶଲ୍ଲୁମ୍ଙ୍କର ଜେଷ୍ଠ ପୁତ୍ର ଥିଲେ। ଶଲ୍ଲୁମ୍ କୋରହ ବଂଶଜ ଥିଲେ।
31 Matitias, um dos levitas, o primogênito de Salum, o coraíta, estava encarregado de tudo o que se cozia em sertãs.
32 କୋରହ ବଂଶଜ କେତଜେଣ ଦ୍ବାରପାଳ ପ୍ରେତ୍ୟକକ ବିଶ୍ରାମବାର ରେ ମଜେ ଉପରେ ପରିବେଶିତ ହେଉଥିବା ରୋଟୀ ପ୍ରସ୍ତୁତ କରିବାର କାର୍ୟ୍ଯ କରୁଥିଲେ।
32 E seus irmãos, dentre os filhos dos coatitas, alguns tinham o cargo dos pães da proposição, para os prepararem de sábado em sábado.
33 ସହେି ଲବେୀୟ ଗାଯକଗଣ ସମାନଙ୍କେର ପରିବାରର ମୁଖ୍ଯ ଥିଲେ ଏବଂ ସମାନେେ ମନ୍ଦିର ମଧିଅରେ ଥିବା କଠାେରୀଗୁଡ଼ିକରେ ରହୁଥିଲେ। ସମାନେେ ଅନ୍ୟ କାର୍ୟ୍ଯରୁ ମୁକ୍ତ ଥିଲେ। କାରଣ ଦିନରାତି ମନ୍ଦିରର କାର୍ୟ୍ଯ କରିବା ଦାଯିତ୍ବ ସମାନଙ୍କେ ଉପରେ ଥିଲା।
33 Estes são os cantores, chefes de casas paternas dos levitas, que moravam nas câmaras e estavam isentos de outros serviços, porque de dia e de noite se ocupavam naquele serviço.
34 ସମାନଙ୍କେର ପରିବାରର ଇତିହାସ ଅନୁସାରେ ଏହି ଲବେୀୟଗଣ ସମାନଙ୍କେର ପରିବାରର ମୁଖ୍ଯ ଥିଲେ, ସମାନେେ ପରିବାରର ମୁଖ୍ଯ ୟିରୁଶାଲମ ରେ ବାସ କରୁଥିଲେ।
34 Estes foram chefes de casas paternas dos levitas, em suas gerações; e estes habitaram em Jerusalém.
35 ୟିଯଲେ ଗିବିଯୋନଙ୍କ ପତା ଥିଲେ। ୟିଯଲେ ଗିବିଯୋନ ସହର ରେ ବାସ କରୁଥିଲେ। ୟିଯଲଙ୍କେ ସ୍ତ୍ରୀଙ୍କ ନାମ ଥିଲା ମାଖା।
35 Em Gibeão habitou Jeiel, pai de Hibeão {e era o nome de sua mulher Maacá};
36 ୟିଯଲଙ୍କେ ଜେଷ୍ଠପୁତ୍ରର ନାମ ଥିଲା : ଅବ୍ଦୋନ୍। ଅନ୍ୟ ପୁତ୍ରମାନେ ଥିଲେ ସୂର୍, କୀଶ୍, ନେର୍, ବାଲ୍, ନାଦବ।
36 seu filho primogênito foi Abdom; depois Zur, Quis, Baal, Ner, Nadabe,
37 ଗଦୋର୍, ଅହିଯୋ, ଜିଖରିଯ ଓ ମିକ୍ଲୋତ୍।
37 Gedor, Aiô, Zacarias e Miclote.
38 ମିକଲୋତ୍ ଶିମିଯାମ୍ଙ୍କ ପିତା ଥିଲେ। ୟିଯଲଙ୍କେ ପରିବାର ୟିରୁଶାଲମ ରେ ସମାନଙ୍କେ ଆତ୍ମୀଯମାନଙ୍କ ନିକଟରେ ବାସ କରୁଥିଲେ।
38 Miclote foi pai de Simeão; também estes habitaram em Jerusalém defronte d‰ seus irmãos.
39 ନେର୍ କୀଶ୍ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ ଏବଂ ଶାଉଲ ଯୋନାଥନ୍, ମଲକୀଶୂଯ, ଅବୀନାଦବ ଓ ଈଶ୍-ବାଲ୍ଙ୍କ ପିତା ଥିଲେ।
39 Ner foi pai de Quis; Quis de Saul; e Saul de Jônatas, Malquisua, Abinadabe e Es-Baal.
40 ଯୋନାଥନ୍ଙ୍କ ପୁତ୍ର ଥିଲେ ମରୀଦ୍ଦାଲ, ମରୀଦ୍ଦାଲ ମୀଖାଙ୍କ ପିତା ଥିଲେ।
40 Filho de Jônatas foi Meribe-Baal; Meribe-Baal foi pai de Mica.
41 ମୀଖାଙ୍କ ପୁତ୍ରମାନେ ଥିଲେ : ପିଥୋନ୍, ମଲକେ, ତହ ରଯେ ଓ ଆହସ।
41 Os filhos de Mica: Pitom, Meleque, Tareá, e Acaz.
42 ଆହସ୍ ୟାରହଙ୍କ ପିତା ଥିଲେ। ୟାରହ ଆଲମେତ, ଅସ୍ମାବତ୍ ଓ ସିମ୍ରି। ସିମ୍ରି ମାେତସାଙ୍କ ପିତା ଥିଲେ।
42 Acaz foi pai de Jará; Jará foi pai de Alemete, Azmavete e Zinri; Zinri foi pai de Moza;
43 ମାେତସା ବିନିଯାଙ୍କ ପିତା ଥିଲେ ଏବଂ ରଫାଯ ବିନିଯାଙ୍କ ପୁତ୍ର ଥିଲେ। ଇଲୀଯାସା ରଫାଯଙ୍କର ପୁତ୍ର ଥିଲେ। ଏବଂ ଆତ୍ ସେଲ ଇଲୀଯାସଙ୍କ ପୁତ୍ର ଥିଲେ।
43 Moza foi pai de Bineá, de quem foi filho Refaías, de quem foi filho Eleasá, de quem foi filho Azel.
44 ଆତ୍ ସେଲଙ୍କ ଛଅପୁତ୍ର ଥିଲେ। ସମାଙ୍କେର ନାମ ଥିଲା : ଅସ୍ରୀକାମ୍, ବୋଖରୁ, ଇଶ୍ମାଯଲେ, ଶିଯରିଯ, ଓବଦିଯ ଓ ହାନନ୍। ଏହି ସମସ୍ତ ଆତ ସେଲଙ୍କ ସନ୍ତାନ ଥିଲେ।
44 Azel teve seis filhos, cujos nomes são: Azricão, Bocru, Ismael, Searias, Obadias e Hanã; estes foram os filhos de Azel.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Crônicas 9, comparar traduções ou montar um estudo — tudo direto pelo WhatsApp.