1 João 5

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ବାସ କରନ୍ତି, ସମାନେେ ପରମେଶ୍ବରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ ରମେ କରୁଥିବା ବ୍ଯକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ଯ ପ୍ ରମେ କରେ।
1 Todo aquele que crê que Jesus é o Cristo é nascido de Deus. E todo aquele que ama o Pai também ama os filhos dele.
2 ଆମ୍ଭେ ପରମେଶ୍ବରଙ୍କ ସନ୍ତାନମାନଙ୍କୁ ପ୍ ରମେ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ବରଙ୍କୁ ପ୍ ରମେ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ବରଙ୍କ ସନ୍ତାନ ଅଟୁ।
2 Sabemos que amamos os filhos de Deus se amamos a Deus e obedecemos a seus mandamentos.
3 କାରଣ ପରମେଶ୍ବରଙ୍କୁ ପ୍ ରମେ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ।
3 Amar a Deus significa obedecer a seus mandamentos. E seus mandamentos não são difíceis.
4 ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।
4 Pois todo aquele que é nascido de Deus vence este mundo, e obtemos essa vitória pela fé.
5 ଆମ୍ଭର ବିଶ୍ବାସ ଦ୍ବାରା ଆମ୍ଭେ ଜଗତକୁ ଜିତିଛୁ। ଆମ୍ଭର ବିଶ୍ବାସ ଜଗତକୁ ଜୟ କରେ। ଯେଉଁ ଲୋକ ବିଶ୍ବାସ କରେ ଯେ ଯୀଶୁ ପରମେଶ୍ବରଙ୍କ ପୁତ୍ର, ସେ ଜଗତ ରେ ବିଜଯୀ ହୁଏ।
5 Quem vence a batalha contra o mundo? Somente quem crê que Jesus é o Filho de Deus.
6 ୟିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁଖ୍ରୀଷ୍ଟ। ଯୀଶୁଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ345 ସହିତ ଆସିଥିଲେ। କବଳେ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସହେି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ଯ ସାକ୍ଷ୍ଯ ଦେଲେ। ଆତ୍ମା ହିଁ ସତ୍ଯ।
6 Jesus Cristo foi revelado por meio de seu batismo na água e pelo derramamento de seu sangue; não só por meio da água, mas pela água e pelo sangue. E o Espírito, que é a verdade, o confirma com seu testemunho.
7 ଯୀଶୁଙ୍କ ବିଷୟ ରେ ଆମ୍ଭକୁ ତିନିଜଣ ସାକ୍ଷ୍ଯ ଦିଅନ୍ତି ;
7 Temos, portanto, três testemunhas,
8 ପବିତ୍ର ଆତ୍ମା, ଜଳ ଓ ରକ୍ତ। ଏହି ତିନିଜଣଙ୍କ ସାକ୍ଷ୍ଯ ଏକ ଅଟେ।
8 o Espírito, a água e o sangue, e as três concordam entre si.
9 ଯେ ତବେଳେ ଲୋକମାନେ ସତ୍ଯକଥା କହନ୍ତି, ଆମ୍ଭେ ତାହା ବିଶ୍ବାସ କରିଥାଉ। କିନ୍ତୁ ପରମେଶ୍ବର ଯାହା କହନ୍ତି, ତାହା ତ ଅଧିକ ବିଶ୍ବାସ ୟୋଗ୍ଯ। ପରମେଶ୍ବର ତାହାଙ୍କ ପୁତ୍ରଙ୍କ ବିଷୟ ରେ ସତ୍ଯ ସାକ୍ଷ୍ଯ ଦିଅନ୍ତି।
9 Porque cremos em testemunho humano, certamente podemos crer no testemunho de Deus, que tem ainda mais valor. E Deus dá testemunho acerca de seu Filho.
10 ପରମେଶ୍ବଙ୍କର ପୁତ୍ରଙ୍କୁ ବିଶ୍ବାସ କରୁଥିବା ବ୍ଯକ୍ତି ନିଜ ହୃଦୟ ରେ ସହେି ବାକ୍ଯ ସାକ୍ଷ୍ଯ ପାଇଅଛି। ପରମେଶ୍ବରଙ୍କଠା ରେ ବିଶ୍ବାସ କରୁ ନ ଥିବା ବ୍ଯକ୍ତି ପରମେଶ୍ବରଙ୍କୁ ମିଥ୍ଯାବାଦୀ କରିଦିଏ, କାରଣ ଈଶ୍ବର ଆପଣା ପୁତ୍ରଙ୍କ ସମ୍ବନ୍ଧ ରେ ଯାହା କହିଛନ୍ତି, ସେ ତାହା ବିଶ୍ବାସ କରେ ନାହିଁ।
10 Quem crê no Filho de Deus sabe, em seu coração, que esse testemunho é verdadeiro. Quem não crê nisso, na realidade, chama Deus de mentiroso, porque não crê no testemunho de Deus acerca de seu Filho.
11 ପରମେଶ୍ବର ଏହା କହନ୍ତି : ପରମେଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦଇେଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠା ରେ ଅଛି।
11 E este é o testemunho: Deus nos deu vida eterna, e essa vida está em seu Filho.
12 ୟିଏ ପୁତ୍ରଙ୍କୁ ପାଇଅଛି ସେ ଜୀବନ ପାଇଅଛି। କିନ୍ତୁ ଯେ ପରମେଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ପାଇ ନାହିଁ।
12 Quem tem o Filho tem a vida; quem não tem o Filho de Deus não tem a vida.
13 ହେ ପରମେଶ୍ବରଙ୍କ ପୁତ୍ରଙ୍କ ନାମ ରେ ବିଶ୍ବାସ କରୁଥିବା ଲୋକମାନେ, ତୁମ୍ଭମାନେେ ଯେପରି ଜାଣ ଯେ, ତୁମ୍ଭମାନେେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
13 Escrevi estas coisas a vocês que creem no nome do Filho de Deus para que saibam que têm a vida eterna.
14 ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।
14 Estamos certos de que ele nos ouve sempre que lhe pedimos algo conforme sua vontade.
15 ପ୍ରେତ୍ୟକକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦବେେ ବୋଲି ଜାଣୁ।
15 E, uma vez que sabemos que ele ouve nossos pedidos, também sabemos que ele nos dará o que pedimos.
16 ଯଦି କହେି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସହେି ପାପ ମୃତ୍ଯୁଜନକ, ତବେେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ। ତହିଁରେ ପରମେଶ୍ବର ସମାନଙ୍କେୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସମାନଙ୍କେୁ ଅନନ୍ତ ମୃତ୍ଯୁ ପାଖକୁ ନଇେ ଯାଇପାରିବ ନାହିଁ। ଏପରି ପାପ ମଧ୍ଯ ଅଛି, ଯାହାର ପରିଣାମ ମୃତ୍ଯୁ ଅଟେ। ମୁଁ ତୁମ୍ଭମାନଙ୍କୁ ସପରେି ପାପ ବିଷୟ ରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।
16 Se alguém vir um irmão cometer pecado que não leva à morte, ore por ele, e Deus dará vida a esse irmão que pecou de maneira que não leva à morte. Mas há pecado que leva à morte, e não digo que se deva orar por aqueles que o cometem.
17 ସମସ୍ତ ମନ୍ଦ କାମ ପାପ ଅଟେ। କିନ୍ତୁ ଏପରି ପାପ କାମ ମଧ୍ଯ ଅଛି ଯାହା ଅନନ୍ତ ମୃତ୍ଯୁ ଆଡ଼କୁ ନଇଯାେଏ ନାହିଁ।
17 Toda injustiça é pecado, mas nem todo pecado leva à morte.
18 ଆମ୍ଭେ ଜାଣୁ ଯେ, ପରମେଶ୍ବରଙ୍କର ସନ୍ତାନ ହାଇେଥିବା ବ୍ଯକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ବରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା'ର କିଛି କ୍ଷତି କରିପା ରେ ନାହିଁ।
18 Sabemos que os nascidos de Deus não vivem no pecado, pois o Filho de Deus os protege e o maligno não os toca.
19 ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ବରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣ ରେ ଅଛି।
19 Sabemos que somos filhos de Deus e que o mundo inteiro está sob o controle do maligno.
20 ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।
20 E sabemos que o Filho de Deus veio e nos deu entendimento para que conheçamos ao Deus verdadeiro. Agora, vivemos em comunhão com o Deus verdadeiro, porque vivemos em comunhão com seu Filho, Jesus Cristo. Ele é o Deus verdadeiro e é a vida eterna.
21 ତେଣୁ ପ୍ରିୟ ପିଲାମାନେ, ତୁମ୍ଭମାନେେ ସବୁ ନିଜ ନିଜକୁ ଭଣ୍ଡ ଦବେତାମାନଙ୍କଠାରୁ ଦୂର ରେ ରଖ।
21 Filhinhos, afastem-se dos ídolos.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 João 5, comparar traduções ou montar um estudo — tudo direto pelo WhatsApp.