1 Pedro 1

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ଯୀଶୁଖ୍ରୀଷ୍ଟଙ୍କର ଜଣେ ପ୍ ରରେିତ ପିତରଙ୍କଠାରୁ ପନ୍ତ, ଗାଲାତିଆ, କା'ାଦକିଆ, ଆସିଆ ଓ ବୀଥୂନିଆ ଅଞ୍ଚଳ ରେ ସର୍ବତ୍ର ଛିନ୍ନଭିନ୍ନ ହାଇେଥିବା ପରମେଶ୍ବରଙ୍କ ମନୋନୀତ ଲୋକମାନଙ୍କୁ ପତ୍ର।
1 Pedro, apóstolo de Jesus Cristo, aos eleitos que são forasteiros da Diáspora no Ponto, na Galácia, na Capadócia, na Ásia e na Bitínia,
2 ପରମେଶ୍ବର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହବୋ ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁଖ୍ରୀଷ୍ଟଙ୍କ ରକ୍ତ ଦ୍ବାରା ପବିତ୍ର ହାଇେ ତୁମ୍ଭେ ଯେପରି ପରମେଶ୍ବରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଚାହିଁଥିଲେ। ଈଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବତ୍ତୁର୍।
2 eleitos, segundo a presciência de Deus Pai, em santificação do Espírito, para a obediência e a aspersão do sangue de Jesus Cristo. Que a graça e a paz lhes sejam multiplicadas.
3 ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।
3 Bendito seja o Deus e Pai de nosso Senhor Jesus Cristo, que, segundo a sua grande misericórdia, nos regenerou para uma viva esperança, mediante a ressurreição de Jesus Cristo dentre os mortos,
4 ପରମେଶ୍ବର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସହେି ଆଶୀର୍ବାଦଗୁଡ଼ିକ ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ। ସହେି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହବେ ନାହିଁ, ବା ଧ୍ବଂସ ପାଇବ ନାହିଁ କିଅବା ସଗେୁଡ଼ିକ ସମାନଙ୍କେର ସୌନ୍ଦର୍ୟ୍ଯ ହରାଇବେ ନାହିଁ।
4 para uma herança que não pode ser destruída, que não fica manchada, que não murcha e que está reservada nos céus para vocês,
5 ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।
5 que são guardados pelo poder de Deus, mediante a fé, para a salvação preparada para ser revelada no último tempo.
6 ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନକେ ପ୍ରକାରର ସମସ୍ଯା ତୁମ୍ଭକୁ ଦୁଃଖୀ କରୁଥାଇପା ରେ।
6 Nisso vocês exultam, embora, no presente, por breve tempo, se necessário, sejam contristados por várias provações,
7 ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
7 para que, uma vez confirmado o valor da fé que vocês têm, muito mais preciosa do que o ouro perecível, mesmo apurado pelo fogo, resulte em louvor, glória e honra na revelação de Jesus Cristo.
8 ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ।
8 Mesmo sem tê-lo visto vocês o amam. Mesmo não o vendo agora, mas crendo nele, exultam com uma alegria indescritível e cheia de glória,
9 ତୁମ୍ଭ ବିଶ୍ବାସର ଗୋଟିଏ ଲକ୍ଷ୍ଯ ଅଛି। ତାହା ହେଲେ ଆତ୍ମାର ଉଦ୍ଧାର। ତୁମ୍ଭେ ସହେି ଲକ୍ଷ୍ଯ ଅର୍ଥାତ୍ ଉଦ୍ଧାର ପାଉଛ।
9 obtendo o alvo dessa fé: a salvação da alma.
10 ଭବିଷ୍ଯଦ୍ ବକ୍ତାମାନେ ମନୋୟୋଗ ସହକା ରେ ଅଧ୍ଯୟନ କରି ଏହି ଉଦ୍ଧାର ବିଷୟ ରେ ଜାଣିବା ପାଇଁ ଚେଷ୍ଟା କଲେ। ସହେି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟ ରେ କହିଥିଲେ।
10 Foi a respeito desta salvação que os profetas indagaram e investigaram. Eles profetizaram a respeito da graça destinada a vocês,
11 ଖ୍ରୀଷ୍ଟଙ୍କ ଆତ୍ମା ସହେି ଭବିଷୃଦ୍ ବକ୍ତାମାନଙ୍କ ଅନ୍ତର ରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହବେ ଓ ତା'ପରେ କିପରି ମହିମା ପ୍ରକାଶିତ ହବେ, ସହେି ବିଷୟ ରେ 'ଆତ୍ମା' କଥା କହୁଥିଲେ। ସହେି ଆତ୍ମା ଯାହା ଦଖାେଉଥିଲେ, ସହେି ଭବିଷ୍ଯଦ୍ ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସମାନେେ ଜାଣିବାକୁ ଚେଷ୍ଟା କଲେ ଯେ କେତବେେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତବେେଳେ ଜଗତର ଅବସ୍ଥା କିପରି ହାଇେଥିବ।
11 investigando qual a ocasião ou quais as circunstâncias oportunas que eram indicadas pelo Espírito de Cristo, que neles estava, ao predizer os sofrimentos que Cristo teria de suportar e as glórias que viriam depois desses sofrimentos.
12 ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।
12 A eles foi revelado que, não para si mesmos, mas para vocês, ministravam as coisas que, agora, foram anunciadas a vocês por aqueles que, pelo Espírito Santo enviado do céu, lhes pregaram o evangelho, coisas essas que anjos desejam contemplar.
13 ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।
13 Por isso, preparando o seu entendimento, sejam sóbrios e esperem inteiramente na graça que lhes está sendo trazida na revelação de Jesus Cristo.
14 ଅତୀତ ରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛା ରେ ସହେି ସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।
14 Como filhos obedientes, não vivam conforme as paixões que vocês tinham anteriormente, quando ainda estavam na ignorância.
15 ନିଜେ କରୁଥିବା ସମସ୍ତ କାମ ରେ, ପରମେଶ୍ବର ଯେପରି ପବିତ୍ର, ସହେିପରି ପବିତ୍ର ହୁଅ। ପରମେଶ୍ବର ହିଁ ତୁମ୍ଭକୁ ଆହ୍ବାନ କରିଥିଲେ।
15 Pelo contrário, assim como é santo aquele que os chamou, sejam santos vocês também em tudo o que fizerem,
16 ଶାସ୍ତ୍ର ରେ ଲଖାେଅଛି : ପବିତ୍ର ହୁଅ, କାରଣ ମୁଁ ହେଉଛି ପବିତ୍ର।338
16 porque está escrito: “Sejam santos, porque eu sou santo.”
17 ତୁମ୍ଭେ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡ଼ାକୁଛ। ପରମେଶ୍ବର ପ୍ରେତ୍ୟକକ ଲୋକଙ୍କୁ ତାହାର କାର୍ୟ୍ଯ ଅନୁସାରେ ସମାନ ଭାବରେ ବିଚାର କରନ୍ତି। ତେଣୁ ତୁମ୍ଭେ ଯେ ପର୍ୟ୍ଯନ୍ତ ପୃଥିବୀ ରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ବରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।
17 E, se vocês invocam como Pai aquele que, sem parcialidade, julga segundo as obras de cada um, vivam em temor durante o tempo da peregrinação de vocês,
18 ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,
18 sabendo que não foi mediante coisas perecíveis, como prata ou ouro, que vocês foram resgatados da vida inútil que seus pais lhes legaram,
19 ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।
19 mas pelo precioso sangue de Cristo, como de um cordeiro sem defeito e sem mácula.
20 ଜଗତ ଆରମ୍ଭ ହବୋ ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହାଇେଥିଲେ। କିନ୍ତୁ ଏହି ଶଷେ ସମୟରେ ତୁମ୍ଭ ନିମନ୍ତେ ସେ ଜଗତ ରେ ପ୍ରକାଶିତ ହେଲେ।
20 Ele foi conhecido antes da fundação do mundo, mas foi manifestado nestes últimos tempos, em favor de vocês.
21 ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ବିଶ୍ବାସ କର। ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ବାସ ଓ ଭରସା ପରମେଶ୍ବରଙ୍କ ଠା ରେ ଅଛି।
21 Por meio dele, vocês creem em Deus, o qual o ressuscitou dentre os mortos e lhe deu glória, para que a fé e a esperança de vocês estejam em Deus.
22 ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।
22 Tendo purificado a alma pela obediência à verdade, e com vistas ao amor fraternal não fingido, amem intensamente uns aos outros de coração puro.
23 ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହା କିଛି କବେେ ମ ରେ ନାହିଁ, ସଠାରୁେ ଆସିଛି। ଯାହା ସବୁଦିନ ପାଇଁ ରୁ ହେ, ପରମେଶ୍ବରଙ୍କ ସହେି ଜୀବନ୍ତ ସୁସମାଚାର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ।
23 Porque vocês foram regenerados não de semente corruptível, mas de semente incorruptível, mediante a palavra de Deus, a qual vive e é permanente.
24 ଶାସ୍ତ୍ର କୁ ହେ :
24 Porque “toda a humanidade é como a erva do campo, e toda a sua glória é como a flor da erva. A erva seca, e a flor cai;
25 କିନ୍ତୁ ପରମେଶ୍ବରଙ୍କ ବାକ୍ଯ ଅନନ୍ତକାଳସ୍ଥାଯୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା। ୟିଶାଇୟ 40:6-8
25 mas a palavra do Senhor permanece para sempre.” Esta palavra é o evangelho que foi anunciado a vocês.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Pedro 1, comparar traduções ou montar um estudo — tudo direto pelo WhatsApp.