1 Pedro 2
Oriya Bible (GL_ORIYA) vs NVI
1 ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।
1 Livrem-se, pois, de toda maldade e de todo engano, hipocrisia, inveja e toda espécie de maledicência.
2 ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।
2 Como crianças recém-nascidas, desejem de coração o leite espiritual puro, para que por meio dele cresçam para a salvação,
3 ପ୍ରଭୁଙ୍କର ଉତ୍ତମତାର ସ୍ବାଦ ତୁମ୍ଭେ ଚାଖି ସାରିଛ।
3 agora que provaram que o Senhor é bom.
4 ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ ପଥର। ଜଗତର ଲୋକମାନେ ସହେି ପଥରଟି ଅଗ୍ରାହ୍ଯ କଲେ। କିନ୍ତୁ ପରମେଶ୍ବର ସହେି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ବରଙ୍କ ପାଇଁ ତାହାଙ୍କ ମୂଲ୍ଯ ଅଧିକ।
4 À medida que se aproximam dele, a pedra viva — rejeitada pelos homens, mas escolhida por Deus e preciosa para ele —
5 ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।
5 vocês também estão sendo utilizados como pedras vivas na edificação de uma casa espiritual para serem sacerdócio santo, oferecendo sacrifícios espirituais aceitáveis a Deus, por meio de Jesus Cristo.
6 ଶାସ୍ତ୍ର କୁ ହେ :
6 Pois assim é dito na Escritura: "Eis que ponho em Sião uma pedra angular, escolhida e preciosa, e aquele que nela confia jamais será envergonhado".
7 ତୁମ୍ଭ୍ ଭଳି ବିଶ୍ବାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ଯବାନ। କିନ୍ତୁ ଯୀଶୁ ଅବିଶ୍ବାସୀମାନଙ୍କ ଲାଗି :
7 Portanto, para vocês, os que crêem, esta pedra é preciosa; mas para os que não crêem, "a pedra que os construtores rejeitaram tornou-se a pedra angular",
8 ଯେଉଁମାନେ ବିଶ୍ବାସ କରନ୍ତି ନାହିଁ ସମାନଙ୍କେ ଲାଗି :
8 e, "pedra de tropeço e rocha que faz cair". Os que não crêem tropeçam, porque desobedecem à mensagem; para o que também foram destinados.
9 କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
9 Vocês, porém, são geração eleita, sacerdócio real, nação santa, povo exclusivo de Deus, para anunciar as grandezas daquele que os chamou das trevas para a sua maravilhosa luz.
10 ଅତୀତ ରେ ତୁମ୍ଭେ ପରମେଶ୍ବରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଲୋକ ଅଟ। ଅତୀତ ରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଅନୁଗ୍ରହ ଲାଭ କରିଛ।
10 Antes vocês nem sequer eram povo, mas agora são povo de Deus; não haviam recebido misericórdia, mas agora a receberam.
11 ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।
11 Amados, insisto em que, como estrangeiros e peregrinos no mundo, vocês se abstenham dos desejos carnais que guerreiam contra a alma.
12 ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।
12 Vivam entre os pagãos de maneira exemplar para que, naquilo em que eles os acusam de praticarem o mal, observem as boas obras que vocês praticam e glorifiquem a Deus no dia da sua intervenção.
13 ଏହି ଜଗତ ରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର।
13 Por causa do Senhor, sujeitem-se a toda autoridade constituída entre os homens; seja ao rei, como autoridade suprema,
14 ରାଜାଙ୍କ ଦ୍ବାରା ପ୍ ରରେିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦବୋ ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସମାନଙ୍କେୁ ପଠାଯାଇଥାଏ।
14 seja aos governantes, como por ele enviados para punir os que praticam o mal e honrar os que praticam o bem.
15 ଅତଏବ ଭଲ କାମ କରିବା ଦ୍ବାରା, ଯେଉଁମାନେ ତୁମ୍ଭ ବିଷୟ ରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସମାନଙ୍କେ ମୁହଁ ବନ୍ଦ ହାଇଯେିବ।
15 Pois é da vontade de Deus que, praticando o bem, vocês silenciem a ignorância dos insensatos.
16 ପରମେଶ୍ବର ଏହା ଚାହାଁନ୍ତି। ସ୍ବାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ବାଧୀନତାର ଅପବ୍ଯବହାର କର ନାହିଁ। ପରମେଶ୍ବରଙ୍କ ସବୋ ରେ ଜୀବନ କାଟ।
16 Vivam como pessoas livres, mas não usem a liberdade como desculpa para fazer o mal; vivam como servos de Deus.
17 ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।
17 Tratem a todos com o devido respeito: amem os irmãos, temam a Deus e honrem o rei.
18 ହେ କ୍ରୀତଦାସଗଣ ! ତୁମ୍ଭ ମାଲିକର ଶାସନକୁ ସମ୍ମାନର ସହିତ ଗ୍ରହଣ କର। ତୁମ୍ଭମାନେେ ଭଲ ଓ ଭଦ୍ର ମାଲିକ ଏବଂ ମନ୍ଦ ମାଲିକର ମଧ୍ଯ ଆଜ୍ଞା ପାଳନ କରିବା ଉଚିତ।
18 Escravos, sujeitem-se a seus senhores com todo o respeito, não apenas aos bons e amáveis, mas também aos maus.
19 ଜଣେ ଲୋକ ଭୁଲ ନ କରିଥିଲେ ମଧ୍ଯ ସେ ଦୁଃଖ ପାଇ ପା ରେ। ଯଦି ସେ ଲୋକ ପରମେଶ୍ବରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା ହେଲେ ପରମେଶ୍ବର ପ୍ରସନ୍ନ ହୁଅନ୍ତି।
19 Porque é louvável que, por motivo de sua consciência para com Deus, alguém suporte aflições sofrendo injustamente.
20 କିନ୍ତୁ ଯଦି ତୁମ୍ଭେ ଭୁଲ କରିଥିବାରୁ ଦଣ୍ଡିତ ହୁଅ, ତା' ହେଲେ ସହେି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ର୍ଧୈୟ୍ଯବାନ ରୁହ, ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।
20 Pois que vantagem há em suportar açoites recebidos por terem cometido o mal? Mas se vocês suportam o sofrimento por terem feito o bem, isso é louvável diante de Deus.
21 ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।
21 Para isso vocês foram chamados, pois também Cristo sofreu no lugar de vocês, deixando-lhes exemplo, para que sigam os seus passos.
22 ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁ ରେ ଉଚ୍ଚାରଣ କରି ନ ଥିଲେ। ୟିଶାଇୟ 53:9
22 "Ele não cometeu pecado algum, e nenhum engano foi encontrado em sua boca".
23 ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସମାନଙ୍କେୁ ମନ୍ଦ କଥା କହି ନାହାଁନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦଇେ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନବୋ ପାଇଁ ପରମେଶ୍ବରଙ୍କ ଠା ରେ ନିର୍ଭରଶୀଳ ହେଲେ।
23 Quando insultado, não revidava; quando sofria, não fazia ameaças, mas entregava-se àquele que julga com justiça.
24 ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।
24 Ele mesmo levou em seu corpo os nossos pecados sobre o madeiro, a fim de que morrêssemos para os pecados e vivêssemos para a justiça; por suas feridas vocês foram curados.
25 ମେଣ୍ଢା ଭଳି ତୁମ୍ଭମାନେେ ଭୁଲ ରାସ୍ତା ରେ ଚାଲି ଯାଇଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କର ଆତ୍ମାର ମଷେପାଳକ ଓ ରକ୍ଷକଙ୍କ ପାଖକୁ ଫରେି ଆସିଛ।
25 Pois vocês eram como ovelhas desgarradas, mas agora se converteram ao Pastor e Bispo de suas almas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Pedro 2, comparar traduções ou montar um estudo — tudo direto pelo WhatsApp.