1 Pedro 3
Oriya Bible (GL_ORIYA) vs ARC
1 ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।
1 Semelhantemente, vós, mulheres, sede sujeitas ao vosso próprio marido, para que também, se algum não obedece à palavra, pelo procedimento de sua mulher seja ganho sem palavra,
2 ତୁମ୍ଭ ପତି ଦେଖିବେ ଯେ ତୁମ୍ଭେ ପବିତ୍ର ଜୀବନ ଯାପନ କରୁଛ, ପରମେଶ୍ବରଙ୍କୁ ସମ୍ମାନ ଦେଉଛ।
2 considerando a vossa vida casta, em temor.
3 ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ୟ୍ଯ ନିର୍ଭର କରେ ନାହିଁ।
3 O enfeite delas não seja o exterior, no frisado dos cabelos, no uso de joias de ouro, na compostura de vestes,
4 ତୁମ୍ଭର ସୌନ୍ଦର୍ୟ୍ଯ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦବୋ ଉଚିତ। ଏହି ସୌନ୍ଦର୍ୟ୍ଯ କବେେ ହେଲେ ସମାପ୍ତ ହବେ ନାହିଁ। ପରମେଶ୍ବର ଏହାକୁ ସବୁଠାରୁ ମୂଲ୍ଯବାନ୍ ମନେ କରନ୍ତି।
4 mas o homem encoberto no coração, no incorruptível trajo de um espírito manso e quieto, que é precioso diante de Deus.
5 ବହୁ ପୂର୍ବରୁ ପରମେଶ୍ବରଙ୍କୁ ଅନୁସରଣ କରୁଥିବା ପବିତ୍ର ମହିଳାମାନଙ୍କ ପ୍ରତି ଏହା ହିଁ ଘଟିଥିଲା। ଏହିପରି ଭାବରେ ସମାନେେ ନିଜକୁ ସୁନ୍ଦର କରି ଗଢ଼ିଥିଲେ। ସମାନେେ ନିଜ ପତିମାନଙ୍କ ଅଧୀନ ରେ ଥିଲେ।
5 Porque assim se adornavam também antigamente as santas mulheres que esperavam em Deus e estavam sujeitas ao seu próprio marido,
6 ମୁଁ 'ସାରା' ଭଳି ସ୍ତ୍ରୀ ଲୋକମାନଙ୍କ କଥା କହୁଛି। ସେ ନିଜ ପତି ଅବ୍ରହାମଙ୍କୁ ମାନିଲେ ଓ ତାହାଙ୍କୁ ମାଲିକ ବୋଲି ଡାକିଲେ। ତୁମ୍ଭେ ସମସ୍ତ ସ୍ତ୍ରୀଲୋକମାନେ, ଯଦି ଧାର୍ମିକ କାମ କର ଓ ନିର୍ଭୟ ରୁହ, ତା ହେଲେ ସାରାର ପ୍ରକୃତ ସନ୍ତାନ ଅଟ।
6 como Sara obedecia a Abraão, chamando-lhe senhor, da qual vós sois filhas, fazendo o bem e não temendo nenhum espanto.
7 ଠିକ୍ ସହେିଭଳି ତୁମ୍ଭେ ପତିମାନେ ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣା ରେ ଜୀବନଯାପନ କର। ତୁମ୍ଭମାନେେ ନିଜ ପତ୍ନୀକୁ ସମ୍ମାନ ଦଖାଇବୋ ଉଚିତ। ସମାନେେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ବର, ତୁମ୍ଭ ଭଳି ସମାନଙ୍କେୁ ମଧ୍ଯ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନା ରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।
7 Igualmente vós, maridos, coabitai com ela com entendimento, dando honra à mulher, como vaso mais fraco; como sendo vós os seus coerdeiros da graça da vida; para que não sejam impedidas as vossas orações.
8 ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।
8 E, finalmente, sede todos de um mesmo sentimento, compassivos, amando os irmãos, entranhavelmente misericordiosos e afáveis,
9 ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।
9 não tornando mal por mal ou injúria por injúria; antes, pelo contrário, bendizendo, sabendo que para isto fostes chamados, para que, por herança, alcanceis a bênção.
10 ଶାସ୍ତ୍ର କୁ ହେ :
10 Porque quem quer amar a vida e ver os dias bons, refreie a sua língua do mal, e os seus lábios não falem engano;
11 ସେ ମନ୍ଦ କାର୍ୟ୍ଯ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ଯ ରଖି ଚେଷ୍ଟା କରିବା ଉଚିତ।
11 aparte-se do mal e faça o bem; busque a paz e siga-a.
12 ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସମାନଙ୍କେର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି। ଗୀତସଂହିତା 34:12-16
12 Porque os olhos do Senhor estão sobre os justos, e os seus ouvidos, atentos às suas orações; mas o rosto do Senhor é contra os que fazem males.
13 ଯଦି ତୁମ୍ଭେ ସବୁବେଳେ ଭଲ କରିବା ପାଇଁ ଚେଷ୍ଟା କରୁଥାଅ, ତା ହେଲେ କୌଣସି ଲୋକ ତୁମ୍ଭକୁ ଆଘାତ କରି ପାରିବ ନାହିଁ।
13 E qual é aquele que vos fará mal, se fordes zelosos do bem?
14 କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସମାନଙ୍କେୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।339
14 Mas também, se padecerdes por amor da justiça, sois bem-aventurados. E não temais com medo deles, nem vos turbeis;
15 କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟ ରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟ ରେ କହେି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।
15 antes, santificai a Cristo, como Senhor, em vosso coração; e estai sempre preparados para responder com mansidão e temor a qualquer que vos pedir a razão da esperança que há em vós,
16 କିନ୍ତୁ ତୁମ୍ଭେ ସମାନଙ୍କେୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ ଯେ, ତୁମ୍ଭେ ଠିକ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧ ରେ ମନ୍ଦ କଥା କହୁଛନ୍ତି, ସମାନେେ ଲଜ୍ଜିତ ହବେେ। ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସମାନେେ ମନ୍ଦ କଥାଗୁଡ଼ିକ କୁହନ୍ତି। ସମାନେେ ତୁମ୍ଭ ବିଷୟ ରେ ମନ୍ଦ କଥା କହିଥିବା ହତେୁ ଲଜ୍ଜିତ ହବେେ।
16 tendo uma boa consciência, para que, naquilo em que falam mal de vós, como de malfeitores, fiquem confundidos os que blasfemam do vosso bom procedimento em Cristo,
17 ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ବରଙ୍କର ଇଚ୍ଛା, ତବେେ ଏହାହିଁ ଭଲ।
17 porque melhor é que padeçais fazendo o bem (se a vontade de Deus assim o quer) do que fazendo o mal.
18 ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,
18 Porque também Cristo padeceu uma vez pelos pecados, o justo pelos injustos, para levar-nos a Deus; mortificado, na verdade, na carne, mas vivificado pelo Espírito,
19 ଏବଂ ଆତ୍ମା ରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ।
19 no qual também foi e pregou aos espíritos em prisão,
20 ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ବରଙ୍କ ଅବାଧ୍ଯ ହାଇେଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ୟ୍ଯନ୍ତ ପରମେଶ୍ବର ର୍ଧୈୟ୍ଯ ସହିତ ଅପେକ୍ଷା କରୁଥିଲେ। ସହେି ଜାହାଜ ରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇପାରିଲେ।
20 os quais em outro tempo foram rebeldes, quando a longanimidade de Deus esperava nos dias de Noé, enquanto se preparava a arca; na qual poucas (isto é, oito) almas se salvaram pela água,
21 ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।
21 que também, como uma verdadeira figura, agora vos salva, batismo, não do despojamento da imundícia da carne, mas da indagação de uma boa consciência para com Deus, pela ressurreição de Jesus Cristo;
22 ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।
22 o qual está à destra de Deus, tendo subido ao céu, havendo-se-lhe sujeitado os anjos, e as autoridades, e as potências.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Pedro 3, comparar traduções ou montar um estudo — tudo direto pelo WhatsApp.