1 Pedro 5
Oriya Bible (GL_ORIYA) vs NVI
1 ତୁମ୍ଭ ଦଳ ରେ ଥିବା ପ୍ରାଚୀନମାନଙ୍କୁ ଏବେ ମାରେ କିଛି କହିବାର ଅଛି। ମୁଁ ମଧ୍ଯ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ୟନ୍ତ୍ରଣା ନିଜ ଆଖି ରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ଯତ ରେ ଦଖାଇେ ଦିଆୟିବ, ସେଥି ରେ ମଧ୍ଯ ମୁଁ ଭାଗ ନବେି।
1 Portanto, apelo para os presbíteros que há entre vocês, e o faço na qualidade de presbítero como eles e testemunha dos sofrimentos de Cristo, como alguém que participará da glória a ser revelada:
2 ମୁଁ ତୁମ୍ଭକୁ ଅନୁ ରୋଧ କରେ ଯେ, ପରମେଶ୍ବରଙ୍କ ଯେଉଁ ମଷଗେଣର ଦାଯିତ୍ବ ରେ ତୁମ୍ଭେ ରହିଛ, ସହେି ମଷେ ସମୂହର ତୁମ୍ଭେ ଯତ୍ନ ନବୋ ଉଚିତ। ସମାନେେ ପରମେଶ୍ବରଙ୍କ ମଷେପଲ। ତୁମ୍ଭେ ବାଧ୍ଯବାଧକତା ରେ ନୁହେଁ, ମାତ୍ର ସ୍ବଇଚ୍ଛା ରେ ପ୍ରତିପାଳନ କର। ପରମେଶ୍ବର ତାହାହିଁ ଚାହାଁନ୍ତି। ତୁମ୍ଭେ ସବୋ କରିବା ରେ ଆନନ୍ଦ ପାଉଛ ବୋଲି ସପରେି କର, ଧନ ଲୋଭ ରେ ତାହା କର ନାହିଁ।
2 Pastoreiem o rebanho de Deus que está aos seus cuidados. Olhem por ele, não por obrigação, mas de livre vontade, como Deus quer. Não façam isso por ganância, mas com o desejo de servir.
3 ଯେଉଁମାନଙ୍କର ଦାଯିତ୍ବ ତୁମ୍ଭେ ନଇେଛ, ସମାନଙ୍କେ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସମାନଙ୍କେ ନିକଟରେ ଆଦର୍ଶ ସ୍ବରୂପ ହୁଅ।
3 Não ajam como dominadores dos que lhes foram confiados, mas como exemplos para o rebanho.
4 ଯେତବେେଳେ ମୁଖ୍ଯ ମଷେପାଳକ ଆସିବେ, ସେତବେେଳେ ତୁମ୍ଭେ ମୁକୁଟ ପାଇବ। ସହେି ମୁକୁଟଟି ଅତ୍ଯନ୍ତ ଗୌରବମୟ ହାଇେଥିବ ଓ ଏହା କବେେ ହେଲେ ନିଜର ସୌନ୍ଦର୍ୟ୍ଯ ହରାଇବ ନାହିଁ।
4 Quando se manifestar o Supremo Pastor, vocês receberão a imperecível coroa da glória.
5 ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।
5 Da mesma forma jovens, sujeitem-se aos mais velhos. Sejam todos humildes uns para com os outros, porque "Deus se opõe aos orgulhosos, mas concede graça aos humildes".
6 ଅତଏବ ପରମେଶ୍ବରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ।
6 Portanto, humilhem-se debaixo da poderosa mão de Deus, para que ele os exalte no tempo devido.
7 ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।
7 Lancem sobre ele toda a sua ansiedade, porque ele tem cuidado de vocês.
8 ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।
8 Sejam sóbrios e vigiem. O diabo, o inimigo de vocês, anda ao redor como leão, rugindo e procurando a quem possa devorar.
9 ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।
9 Resistam-lhe, permanecendo firmes na fé, sabendo que os irmãos que vocês têm em todo o mundo estão passando pelos mesmos sofrimentos.
10 ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ବର ସବୁ ଠିକ୍ କରି ଦବେେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସଇେ ପରମେଶ୍ବର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ମହିମା ରେ ଅଂଶୀଦାର ହବୋ ଲାଗି ସେ ତୁମ୍ଭକୁ ଡ଼ାକି ଅଛନ୍ତି। ସହେି ମହିମା ଅନନ୍ତ କାଳ ଧରି ରହିବ।
10 O Deus de toda a graça, que os chamou para a sua glória eterna em Cristo Jesus, depois de terem sofrido durante pouco de tempo, os restaurará, os confirmará, lhes dará forças e os porá sobre firmes alicerces.
11 ସଦାସର୍ବଦା ପାଇଁ ସମସ୍ତ କ୍ଷମତା ତାହାଙ୍କର ଅଟେ, ଆମେନ୍।
11 A ele seja o poder para todo o sempre. Amém.
12 ସିଲାନ୍ ସାହାୟ୍ଯ ରେ ମୁଁ ଏହି େଛାଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟ ରେ ଜଣେ ବିଶ୍ବସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ବନା ଦବୋ ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଚାହିଁଥିଲି ଯେ ଏହା ହେଉଛି ପରମେଶ୍ବରଙ୍କ ଅନୁଗ୍ରହ। ସହେି ଅନୁଗ୍ରହ ରେ ଦୃଢ଼ ହାଇେ ରୁହ।
12 Com a ajuda de Silvano, a quem considero irmão fiel, eu lhes escrevi resumidamente, encorajando-os e testemunhando que esta é a verdadeira graça de Deus. Mantenham-se firmes na graça de Deus.
13 ବାବିଲୋନ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ତୁମ୍ଭ ଭଳି ସମାନେେ ମଧ୍ଯ ମନୋନୀତ। ଯୀଶୁଖ୍ରୀଷ୍ଟଙ୍କ ବିଶ୍ବାସୀ ମାେ ପୁତ୍ର ମାର୍କ ନମସ୍କାର ଜଣାଉଛନ୍ତି।
13 Aquela que está em Babilônia, também eleita, envia-lhes saudações, e também Marcos, meu filho.
14 ଯେତବେେଳେ ଦଖାେ ସାକ୍ଷାତ ହେଉଛି, ପରସ୍ପରକୁ ପ୍ ରମେ ଚୁମ୍ବନ ଦ୍ବାରା ନମସ୍କାର କର।
14 Saúdem uns aos outros com beijo de santo amor. Paz a todos vocês que estão em Cristo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Pedro 5, comparar traduções ou montar um estudo — tudo direto pelo WhatsApp.