1 Reis 14

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ସହେି ସମୟରେ ୟାରବିଯାମଙ୍କ ପୁତ୍ର ଅବିଯ ଅତିଶଯ ପୀଡିତ ହେଲେ।
1 Por esse tempo, Abias, filho de Jeroboão, ficou doente.
2 ୟାରବିଯାମ ନିଜର ପତ୍ନୀକୁ କହିଲେ, ତୁମ୍ଭେ ଯେପରି ମାରେ ପତ୍ନୀ ବୋଲି ଜଣା ନ ପଡିବ, ସହେିପରି ଛଦ୍ମ ବେଶ ରେ ଶୀଲୋକୁ ୟାଅ। ସଠାେରେ ଅହିଯ ଭବିଷ୍ଯଦ୍ବକ୍ତା ବାସ କରନ୍ତି। ସେ ମାେତେ କହିଥିଲେ ମୁଁ ଇଶ୍ରାୟେଲ ଲୋକମାନଙ୍କ ଉପରେ ରାଜା ହବେି।
2 Jeroboão disse à sua esposa: “Ponha um disfarce para que ninguém reconheça que você é minha esposa e vá a Siló falar com o profeta Aías, o homem que me disse que eu seria rei sobre este povo.
3 ତା'ପରେ ନିଜ ସଙ୍ଗ ରେ ଦଶ ରୋଟୀ, କିଛି ତିଲୁଆ ଓ ଏକ ପାତ୍ର ମଧୁ ନଇେ ତାହା ନିକଟକୁ ୟାଅ। ବାଳକର କ'ଣ ହବେ, ତାହା ସେ ତୁମ୍ଭକୁ ଜଣାଇବେ।
3 Leve para ele um presente de dez pães, alguns bolos e uma vasilha de mel. Ele lhe dirá o que acontecerá com o menino”.
4 ରାଜା ୟାରବିଯାମଙ୍କ ନିର୍ଦ୍ଦେଶ ଅନୁସାରେ ୟାରବିଯାମଙ୍କ ପତ୍ନୀ ଶିଲୋସ୍ଥିତ ଭବିଷ୍ଯଦ୍ବକ୍ତା ଅହିଯଙ୍କ ଗୃହକୁ ଗଲେ। ଅତ୍ଯନ୍ତ ବୃଦ୍ଧ ହାଇୟୋଇ ଥିବାରୁ ଅହିଯ ଅନ୍ଧ ହାଇେ ୟାଇଥିଲେ।
4 A esposa de Jeroboão foi à casa de Aías, em Siló. Ele já estava velho e não podia mais enxergar.
5 ଇତ୍ଯବସ ରେ ସଦାପ୍ରଭୁ ଅହିଯକୁ କହିଲେ, ଏହାକୁ ଦେଖ, ୟାରବିଯାମର ପତ୍ନୀ ନିଜର ପୁତ୍ର ଭାଗ୍ଯ ବିଷଯ ରେ ପଗ୍ଭରିବାକୁ ତୁମ୍ଭ ନିକଟକୁ ଆସୁଅଛି, କାରଣ ସେ ବହୁତ ପୀଡିତ ଅଛି।
5 O S enhor , porém, tinha dito a Aías: “A esposa de Jeroboão virá aqui, fingindo que é outra pessoa. Perguntará a respeito do filho dela, pois ele está doente. Transmita-lhe a resposta que eu darei a você”.
6 ଅହିଯ ତା'ର ପାଦଶଦ୍ଦ ଦ୍ବାରଦେଶ ରେ ଶୁଣି କହିଲେ, ହେ ୟାରବିଯାମର ପତ୍ନୀ, ଭିତରକୁ ଆସ। ତୁମ୍ଭେ ଅନ୍ୟ ରୂପରେ ନିଜକୁ କିହିଁକି ଦଖାେଉଛ? ମୁଁ ଏକ ଦୁଃସମ୍ବାଦ ଦବୋପାଇଁ ତୁମ୍ଭ ନିକଟକୁ ପ୍ ରରେିତ ହାଇେଅଛି।
6 Quando Aías ouviu os passos dela junto à porta, disse: “Entre, esposa de Jeroboão! Por que finge ser outra pessoa? Tenho más notícias para você.
7 ତୁମ୍ଭେ ୟାଇ ୟାରବିଯାମକୁ କୁହ ଯେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, 'ମୁଁ ଲୋକମାନଙ୍କ ମଧ୍ଯରୁ ତୁମ୍ଭକୁ ବାଛିଲି ଏବଂ ଉନ୍ନତ କରି ମାେ ଲୋକ ଇଶ୍ରାୟେଲ ଉପରେ ତୁମକୁ ରାଜା କଲି।
7 Leve a seu marido, Jeroboão, esta mensagem: ‘Assim diz o S enhor , o Deus de Israel: Eu o exaltei dentre o povo e o fiz líder de Israel, meu povo.
8 ମୁଁ ଦାଉଦଙ୍କ ବଂଶଠାରୁ ରାଜ୍ଯ ଛଡାଇ ନଇେ ତୁମ୍ଭକୁ ଦଲେି। ମାତ୍ର ତୁମ୍ଭେ ମାରେ ଦାସ ଦାଉଦଙ୍କ ପରି ମାେତେ ଅନୁସରଣ କଲନାହିଁ। ସେ ମାରେ ସମସ୍ତ ଆଦେଶ ମନପ୍ରାଣ ଦଇେ ପାଳନ କଲା। ସେ କବଳେ ମାେ ଦୃଷ୍ଟି ରେ ଯାହା ଭଲ ତାହା କଲା।
8 Arranquei o reino da família de Davi e o entreguei a você. Mas você não tem sido como meu servo Davi, que obedeceu a meus mandamentos e me seguiu de todo o coração, e sempre fez o que me agrada.
9 କିନ୍ତୁ ତୁମ୍ଭେ ମହା କୁକର୍ମ ଓ ପାପ କରିଅଛ। ତୁମ୍ଭ ପୂର୍ବର ଶାସକମାନଙ୍କ ଅପେକ୍ଷା ତୁମ୍ଭେ ଅଧିକ ପାପ କଲ। ତୁମ୍ଭେ ମାେତେ ଅନୁସରଣ କରିବା ବନ୍ଦ କଲ, ମାେତେ ବିରକ୍ତି କରିବା ପାଇଁ ନିଜ ସକାେଶ ଅନ୍ୟ ଦବେତାଗଣ ଓ ପ୍ରତିମାମାନ ନିର୍ମାଣ କରିଅଛ ଓ ମାେତେ ତୁମ୍ଭର ପଛକୁ ପକାଇ ଦଇେଛ।
9 Você pecou mais que todos os que vieram antes. Fez para si outros deuses e me enfureceu com seus bezerros de ouro. Sim, você me deu as costas!
10 ହେ ୟାରବିଯାମ, ମୁଁ ତୁମ୍ଭର ପରିବାରକୁ ଉଚ୍ଛନ୍ନ କରିବାକୁ ଯାଉଛ। ତୁମ୍ଭ ପରିବାରର ପ୍ରେତ୍ୟକକ ପୁରୁଷଙ୍କୁ ମୁଁ ହତ୍ଯା କରିବି। ଅଗ୍ନି ଯେପରି ଘାସକୁ ପୋଡି଼ ପାଉଁଶ କରିଦିଏ, ସହେିପରି ମୁଁ ତୁମ୍ଭର ପରିବାରକୁ ସମ୍ପୂର୍ଣ୍ଣ ଧ୍ବଂସ କରି ଦବେି।
10 Por isso, trarei desgraça sobre sua família e destruirei todos os seus descendentes do sexo masculino em Israel, tanto escravos como livres. Queimarei sua dinastia como se queima lixo, até que tenha desaparecido.
11 ୟାରବିଯାମର କହେି ନଗର ରେ ମଲେ କୁକୁରମାନେ ତାକୁ ଖାଇବେ ଓ କହେି କ୍ଷେତ୍ର ରେ ମଲେ ଆକାଶର ପକ୍ଷୀମାନେ ତାକୁ ଖାଇବେ, କାରଣ ସଦାପ୍ରଭୁ ଏହା କହିଛନ୍ତି।'
11 Os membros da família de Jeroboão que morrerem na cidade serão comidos pelos cães, e os que morrerem no campo serão comidos pelos abutres. Eu, o S enhor , falei!’”.
12 ତା'ପରେ ଭବିଷ୍ଯଦ୍ବକ୍ତା ଅହିଯ ୟାରବିଯାମର ପତ୍ନୀକୁ କହିଲେ, ତୁମ୍ଭେ ଗୃହକୁ ଫରେିୟାଅ, ତୁମ୍ଭେ ତୁମ୍ଭ ନଗର ରେ ପହଞ୍ଚିବା ମାତ୍ ରେ ତୁମ୍ଭର ପୁତ୍ର ମୃତ୍ଯୁବରଣ କରିବ।
12 Então Aías disse à esposa de Jeroboão: “Volte para casa; quando você puser os pés na cidade, o menino morrerá.
13 ପୁଣି ସମଗ୍ର ଇଶ୍ରାୟେଲ ତା'ର ମୃତ୍ଯୁ ରେ ଶାେକ କରିବ ଓ ତାକୁ ନଇେ କବର ଦବେ। ସେ ହେଉଛି ୟାରବିଯାମ ବଂଶର ଏକମାତ୍ର ପୁରୁଷ ଯେ କି କବର ପାଇବ, କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ୟାରବିଯାମର ପରିବାର ରେ କବଳେ ମହତ ଆତ୍ମା ରୂପେ ତାଙ୍କୁ ପାଇଲେ।
13 Todo o Israel lamentará a morte dele e o sepultará. Ele será o único membro de sua família que terá um sepultamento digno, pois esse menino é o único de toda a família de Jeroboão do qual o S enhor , o Deus de Israel, se agradou.
14 ସଦାପ୍ରଭୁ ଇଶ୍ରାୟେଲ ପାଇଁ ଏକ ନୂଆ ରାଜା ଆଣିବାକୁ ଯାଉଛନ୍ତି ଓ ସହେି ନୂଆ ରାଜା ୟାରବିଯାମ ପରିବାରକୁ ଖୁବ୍ ଶ୍ରୀଘ୍ର ଧ୍ବଂସ କରିବେ।
14 “Além disso, o S enhor levantará um rei sobre Israel que destruirá a família de Jeroboão. Isso acontecerá hoje, agora mesmo!
15 ତା'ପରେ ସଦାପ୍ରଭୁ ଇଶ୍ରାୟେଲକୁ ଆଘାତ କରିବେ। ଇଶ୍ରାୟେଲୀୟମାନେ ପାଣିଭିତ ରେ ଥରୁଥିବା ଘାସପରି ଥରିବେ। ପୁଣି ସମାନଙ୍କେ ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁ ଏହି ଯେଉଁ ଉତ୍ତମ ଦେଶ ଦଇେଥିଲେ, ତହିଁରୁ ଇଶ୍ରାୟେଲକୁ ଉତ୍ପାଟନ କରି ଇଉଫ୍ ରଟେିସ ନଦୀ ଆରପାରିକୁ ଛିନ୍ନ ଭିନ୍ନ କରିବେ। ଏହା ଘଟିବାର କାରଣ ହେଉଛି ସମାନେେ ନିଜ ପାଇଁ ଆଶରୋ ସ୍ତମ୍ଭମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରି ଅଛନ୍ତି।
15 O S enhor sacudirá Israel como a corrente de água agita as canas de junco. Arrancará os israelitas desta boa terra que deu a seus antepassados e os dispersará além do rio Eufrates, pois enfureceram o S enhor com os postes que levantaram para adorar a deusa Aserá.
16 ୟାରବିଯାମ ନିଜେ ପାପସବୁ କରିଛି ଓ ଇଶ୍ରାୟେଲ ଲୋକମାନଙ୍କୁ ପାପ କରାଇଲେ। ତେଣୁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ପରାଜିତ କରିବାକୁ ଦବେେ।
16 Ele abandonará Israel, porque Jeroboão pecou e fez Israel pecar com ele”.
17 ଏହାପରେ ୟାରବିଯାମଙ୍କ ପତ୍ନୀ ଉଠି ଗ୍ଭଲିଗଲା ଓ ତିର୍ସା ରେ ଉପସ୍ଥିତ ହେଲା। ସେ ଗୃହର ଦ୍ବାରବନ୍ଧ ନିକଟରେ ପହଞ୍ଚୁ ନପହଞ୍ଚୁଣୁ ତା'ର ପୁତ୍ର ମଲା।
17 Então a esposa de Jeroboão voltou a Tirza, e o menino morreu no instante em que ela entrou em casa.
18 ସମଗ୍ର ଇଶ୍ରାୟେଲ ତା' ପାଇଁ ଶାେକ କଲେ ଓ ତାକୁ କବର ଦେଲେ। ସଦାପ୍ରଭୁ ନିଜର ଦାସ ଅହିଯଙ୍କୁ ଯାହା ଯାହା କହିଥିଲେ, ସହେିପରି ସମସ୍ତ କାର୍ୟ୍ଯ ଘଟିଲା।
18 E todo o Israel o sepultou e lamentou por ele, conforme o S enhor havia anunciado por meio do profeta Aías.
19 ଏହି ୟାରବିଯାମଙ୍କର ସମସ୍ତ କାର୍ୟ୍ଯକଳାପ, ତା'ର ରାଜ୍ଯ ଶାସନର ପ୍ରକୃତ କଥା ଓ ସେ କିପରି ୟୁଦ୍ଧ କଲେ, ଏସବୁ ଇଶ୍ରାୟେଲୀୟ ରାଜାମାନଙ୍କ ଇତିହାସ ପୁସ୍ତକରେ ଲଖାେଅଛି।
19 Os demais acontecimentos do reinado de Jeroboão, as guerras e o modo como governou, estão registrados no Livro da História dos Reis de Israel .
20 ୟାରବିଯାମ ବାଇଶ ବର୍ଷ ପାଇଁ ରାଜତ୍ବ କଲେ। ତାଙ୍କର ମୃତ୍ଯୁପରେ ସେ ନିଜର ପୁତୃଗଣଙ୍କ ସହିତ କବର ନେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ନାଦବ୍ ରାଜତ୍ବ କଲେ।
20 Jeroboão reinou em Israel por 22 anos. Quando morreu e se reuniu a seus antepassados, seu filho Nadabe foi seu sucessor.
21 ଶଲୋମନଙ୍କର ପୁତ୍ର ରିହବିଯାମ ଏକଗ୍ଭଳିଶ ବର୍ଷ ବଯସ ରେ ରାଜା ହେଲେ। ସେ ୟିରୁଶାଲମରୁ ଯିହୁଦା ରେ ସତର ବର୍ଷ ରାଜତ୍ବ କଲେ। ସଦାପ୍ରଭୁ ନିଜର ମହିମା ସ୍ଥାପନାର୍ଥେ ସମଗ୍ର ଇଶ୍ରାୟେଲ ମଧ୍ଯରୁ ସହେି ନଗରକୁ ମନୋନୀତ କରିଥିଲେ। ତାଙ୍କର ମାତା ଅମ୍ମୋନୀଯା ନଯମା ଥିଲେ।
21 Enquanto isso, Roboão, filho de Salomão, reinava em Judá. Tinha 41 anos quando começou a reinar, e reinou por dezessete anos em Jerusalém, a cidade que o S enhor havia escolhido dentre todas as tribos de Israel como lugar para o seu nome. A mãe de Roboão era uma mulher amonita chamada Naamá.
22 ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ଦୃଷ୍ଟି ରେ ପାପ କର୍ମ ରେ ଲିପ୍ତ ରହିଲେ। ସମାନେେ ସମାନଙ୍କେର ପୂର୍ବପୁରୁଷମାନଙ୍କ ଅପେକ୍ଷା ଅଧିକ ପାପକାର୍ୟ୍ଯ କରି ସଦାପ୍ରଭୁଙ୍କୁ କୋପାନ୍ବିତ କରାଇଲେ।
22 O povo de Judá fez o que era mau aos olhos do S enhor e provocou sua ira com os pecados que cometeu, pois foram ainda piores que os de seus antepassados.
23 ସମାନେେ ମଧ୍ଯ ପ୍ରେତ୍ୟକକ ଉଚ୍ଚ ପର୍ବତ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ମୂଳ ରେ ନିଜ ନିଜ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶରେୀ ସ୍ତମ୍ଭମାନ ନିର୍ମାଣ କଲେ।
23 Construíram santuários idólatras e levantaram colunas sagradas e postes de Aserá em todos os montes e debaixo de toda árvore verdejante.
24 ଆଉ ମଧ୍ଯ ସେ ଭୂମିରେ ପୁରୁଷ ବେଶ୍ଯା ଥିଲେ। ଯିହୁଦାର ଲୋକମାନେ କୁକର୍ମ କଲେ, ଠିକ୍ ସହେି କୁକର୍ମ ସଠାେରେ ବାସ କରୁଥିବା ଲୋକମାନେ ମଧ୍ଯ କରୁଥିଲେ। ତେଣୁ ପରମେଶ୍ବର ସହେି ଜାତିଠାରୁ ଭୂମି ଛଡାଇ ଏବଂ ଏହା ଇଶ୍ରାୟେଲୀୟମାନଙ୍କୁ ଦଇେଥିଲେ।
24 Havia até mesmo prostitutos cultuais por toda a terra. O povo imitava as práticas detestáveis das nações que o S enhor havia expulsado de diante dos israelitas.
25 ରିହବିଯାମଙ୍କ ରାଜତ୍ବର ପଞ୍ଚମ ବର୍ଷ ରେ ମିଶରର ରାଜା ଶୀଶକ୍ ୟିରୁଶାଲମ ବିରୁଦ୍ଧ ରେ ୟୁଦ୍ଧ କଲେ।
25 No quinto ano do reinado de Roboão, Sisaque, rei do Egito, subiu e atacou Jerusalém.
26 ଶୀଶକ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜଗୃହରୁ ସମସ୍ତ ଧନ ଲୁଣ୍ଠନ କଲେ। ଧନ ବ୍ଯତୀତ ସୁବର୍ଣ୍ଣର ଢାଳସବୁ ନଇଗେଲେ। ଯାହାକୁ ଦାଉଦ ଅରାମର ହଦଦେଶର ରାଜାଙ୍କଠାରୁ ନଇେଥିଲେ।
26 Saqueou os tesouros do templo do S enhor e do palácio real; roubou tudo, incluindo os escudos de ouro que Salomão havia feito.
27 ତେଣୁ ରିହବିଯାମ ସୁବର୍ଣ୍ଣ ଢାଲ ବଦଳ ରେ ପିତ୍ତଳ ଢାଲ ନିର୍ମାଣ କରିବାକୁ ରାଜଗୃହର ଦ୍ବାରପାଳ ପ୍ରହରିବର୍ଗର ଅଧ୍ଯକ୍ଷମାନଙ୍କୁ ଆଦେଶ ଦେଲେ।
27 Mais tarde, o rei Roboão fez escudos de bronze para substituí-los e os confiou aos oficiais da guarda que protegiam a entrada do palácio real.
28 ଯେତେଥର ରାଜା ସଦାପ୍ରଭୁଙ୍କ ଗୃହକୁ ଯାଉଥିଲେ ପ୍ରହରିମାନେ ତାଙ୍କ ସହିତ ସେ ଢାଲ ଧରି ଯାଉଥିଲେ। କାର୍ୟ୍ଯ ସମାପ୍ତି ପରେ ସମାନେେ ଫରେିଆସି ପ୍ରହରିଶାଳାର କାନ୍ଥ ରେ ଢାଲଗୁଡିକୁ ରଖୁଥିଲେ।
28 Sempre que o rei ia ao templo do S enhor , os guardas levavam os escudos e, em seguida, os devolviam à sala da guarda.
29 ରିହବିଯାମଙ୍କ ସମସ୍ତ କାର୍ୟ୍ଯ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଛି।
29 Os demais acontecimentos do reinado de Roboão e tudo que ele fez estão registrados no Livro da História dos Reis de Judá .
30 ରିହବିଯାମ ଓ ୟାରବିଯାମ ସର୍ବଦା ପରସ୍ପର ମଧିଅରେ ୟୁଦ୍ଧ ରେ ରତ ରହୁଥିଲେ।
30 Houve guerra constante entre Roboão e Jeroboão.
31 ରିହବିଯାମଙ୍କ ମୃତ୍ଯୁ ହେଲା ଓ ସେ ନିଜ ପିତୃଲୋକଙ୍କ ସହିତ କବର ପାଇଲା। ସେ ଦାଉଦ ନଗରର ପିତୃଲୋକଙ୍କ କବର ରେ କବର ପାଇଲା। ତାଙ୍କର ମାତା ଅମ୍ମୋନୀଯା ନଯମା ଥିଲେ। ତାଙ୍କ ପରେ ତାଙ୍କ ପୁତ୍ର ଅବିଯାମ ରାଜା ହେଲେ।
31 Quando Roboão morreu, foi sepultado com seus antepassados na Cidade de Davi. Sua mãe era uma mulher amonita chamada Naamá. Seu filho Abias foi seu sucessor.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Reis 14, comparar traduções ou montar um estudo — tudo direto pelo WhatsApp.