1 Reis 16
Oriya Bible (GL_ORIYA) vs VC
1 ଅନନ୍ତର ବାଶାଙ୍କ ବିରୁଦ୍ଧ ରେ ସଦାପ୍ରଭୁ ହନାନିର ପୁତ୍ର ଯହେୂଙ୍କୁ କହିଲେ,
1 A palavra do Senhor foi dirigida a Jeú, filho de Hanani, contra Baasa, nestes termos:
2 ମୁଁ ତୁମ୍ଭକୁ ଧୂଳିରୁ ଉଠାଇ ଆଣି ମାରେ ଲୋକ ଇଶ୍ରାୟେଲ ଉପରେ ତୁମ୍ଭକୁ ରାଜା କଲି। ମାତ୍ର ତୁମ୍ଭେ ୟାରବିଯାମଙ୍କ ପଥ ଅନୁସରଣ କଲ ଏବଂ ମାରେ ଲୋକ ଇଶ୍ରାୟେଲୀମାନଙ୍କୁ ପାପ କରାଇଲ। ସମାନଙ୍କେ ପାପରେ ଆମ୍ଭେ କ୍ରୋଧିତ ହେଲୁ।
2 Levantei-te do pó e estabeleci-te príncipe do meu povo de Israel; tu, porém, andaste pelo caminho de Jeroboão, e levaste meu povo de Israel a cometer pecados que excitam a minha cólera.
3 ତେଣୁ ହେ ବାଶା, ମୁଁ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ବିନାଶ କରିବି। ଯେପରି ନବାଟର ପୁତ୍ର ୟାରବିଯାମର ପରିବାରକୁ ଧ୍ବଂସ କରିଥିଲି।
3 Por isso vou varrer Baasa e sua casa, e farei da sua casa o que fiz da casa de Jeroboão, filho de Nabat.
4 ବାଶାର କହେି ଲୋକ ନଗର ରେ ମଲେ କୁକୁରମାନେ ତାକୁ ଖାଇବେ ଓ ଯେଉଁମାନେ କ୍ଷେତ୍ର ରେ ମରିବେ ପକ୍ଷିମାନେ ସମାନଙ୍କେୁ ଖାଇବେ।
4 Todo membro da família de Baasa que morrer na cidade, será comido pelos cães; o que morrer no campo, comê-lo-ão as aves do céu.
5 ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ କାର୍ୟ୍ଯକଳାପ ଇଶ୍ରାୟେଲର ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଛି।
5 O resto da história de Baasa, suas ações e seus grandes feitos, tudo isso se acha consignado no livro das Crônicas dos reis de Israel.
6 ବାଶା ମୃତ୍ଯୁବରଣ କଲେ ଓ ନିଜ ପିତୃଗଣଙ୍କ କବର ତିର୍ସା ରେ କବର ପାଇଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ଏଲା ରାଜା ହେଲେ।
6 Baasa adormeceu com seus pais e foi enterrado em Tersa. Seu filho Ela sucedeu-lhe no trono.
7 ସଦାପ୍ରଭୁ ବାଶା ଓ ତା'ର ପରିବାରର ବିପକ୍ଷ ଭବିଷ୍ଯଦ୍ବକ୍ତା ହନାନିଯଙ୍କ ପୁତ୍ର ଯହେୂଙ୍କ ନିକଟକୁ ଏକବାର୍ତ୍ତା ପଠାଇଲେ। ବାଶା ଘୃଣିତ କାର୍ୟ୍ଯଦ୍ବାରା ସଦାପ୍ରଭୁଙ୍କୁ କୋର୍ଧିତ କଲେ। ୟାରବିଯାମର ପରିବାର ପୂର୍ବରୁ ଯାହା କରିଥିଲେ, ସେ ଠିକ୍ ସଇେ କାର୍ୟ୍ଯ କଲେ। ସଦାପ୍ରଭୁ ମଧ୍ଯ କୋରଧିତ ଥିଲେ କାରଣ ସେ ସମସ୍ତ ୟାରବିଯାମ ପରିବାରକୁ ହତ୍ଯା କଲେ।
7 O oráculo do Senhor, transmitido pelo profeta Jeú, filho de Hanani, fora pronunciado contra Baasa e sua casa, não só por causa de todo o mal que ele tinha feito aos olhos do Senhor, irritando-o com o seu proceder e imitando a casa de Jeroboão, mas também porque Baasa tinha destruído essa casa.
8 ଯିହୁଦା ରେ ଆସାର ଛବିଶ୍ ବର୍ଷ ରାଜତ୍ବ କାଳ ରେ ବାଶାର ପୁତ୍ର ଏଲା ତିର୍ସା ରେ ଇଶ୍ରାୟେଲ ଉପରେ ଦୁଇବର୍ଷ ରାଜତ୍ବ କଲେ।
8 No vigésimo sexto ano de Asa, rei de Judá, Ela, filho de Baasa, tornou-se rei de Israel. Residia em Tersa e reinou dois anos.
9 ରାଜା ଏଲାଙ୍କର ରଥ ସମୂହର ଅର୍ଦ୍ଧକରେ ଅଧ୍ଯକ୍ଷ ସିମ୍ରି ନାମକ ରାଜାଙ୍କର ଜଣେ ଅଧିକାରୀ ଥିଲେ, ଏଲାଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ। ସହେି ସମୟରେ ଏଲା ଅର୍ସାର ଗୃହ ରେ ମଦ୍ଯପାନ କରି ମାତାଲ ହାଇଗେଲା। ଅର୍ସା ତିର୍ସା ପ୍ରାସାଦର ଦାଯିତ୍ବ ରେ ଥିଲା।
9 Seu servo Zambri, que comandava a metade de sua cavalaria, conspirou contra ele. Numa ocasião em que ele bebia e se embriagava em Tersa, na casa de Arsa, intendente de seu palácio nessa cidade,
10 ସେତବେେଳେ ସିମ୍ରି ଗୃହ ମଧ୍ଯକୁ ପ୍ରବେଶ କରି ଏଲାଙ୍କୁ ହତ୍ଯା କଲେ। ଯିହୁଦାର ରାଜା ଆସାଙ୍କର ସପ୍ତବିଂଶ ବର୍ଷ ରାଜତ୍ବ କାଳ ରେ ଏହା ଘଟିଲା। ତତ୍ପରେ ସିମ୍ରି ଏଲାଙ୍କ ଅନ୍ତେ ଇଶ୍ରାୟେଲର ରାଜା ହେଲେ।
10 entrou Zambri e o assassinou, sucedendo-lhe no trono, no vigésimo sétimo ano de Asa, rei de Judá.
11 ସିମ୍ରି ରାଜା ହେଲାପରେ ସେ ବାଶାଙ୍କର ସମୁଦାଯ ବଂଶ, ଜ୍ଞାତି ଓ ବନ୍ଧୁମାନଙ୍କୁ ହତ୍ଯା କଲେ। ଏପରିକି ଜଣେ ପୁରୁଷ ସେ ଛାଡିଲେ ନାହିଁ।
11 Logo que ficou rei e sentou-se no trono, mandou exterminar toda a casa de Baasa, não deixando vivo nenhum filho varão, nenhum parente, nenhum amigo.
12 ସଦାପ୍ରଭୁ ବାଶାଙ୍କ ବିରୁଦ୍ଧର ବାକ୍ଯ ଅନୁସାରେ ଭବିଷ୍ଯଦ୍ବକ୍ତା ଯହେୁଙ୍କୁ ସିମ୍ରି ବାଶାଙ୍କର ସମଗ୍ର ବଂଶକୁ ଧ୍ବଂସ କଲେ।
12 Desse modo, exterminou toda a casa de Baasa, assim como o Senhor o predissera contra Baasa pela boca do profeta Jeú.
13 ଏହାର କାରଣ ହେଲା, ବାଶା ଓ ତାଙ୍କର ପୁତ୍ର ଏଲା ପାପ କର୍ମ ରେ ଲିପ୍ତ ରହିଲେ ଓ ଇଶ୍ରାୟେଲ ଲୋକଙ୍କୁ ପାପ କରାଇଲେ। ସମାନଙ୍କେର ବହୁତ ମୂର୍ତ୍ତୀ ଦ୍ବାରା ସଦାପ୍ରଭୁଙ୍କୁ ବିରକ୍ତ କରାଇଲେ।
13 Tal foi o castigo de todos os pecados que Baasa e seu filho Ela tinham cometido e levado Israel a cometer, provocando com o culto dos ídolos a cólera do Senhor, Deus de Israel.
14 ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।
14 resto da história de Ela e suas ações, tudo está consignado no livro das Crônicas dos reis de Israel.
15 ଯିହୁଦା ରେ ଆସାଙ୍କ ସପ୍ତବିଂଶ ବର୍ଷ ରାଜତ୍ବ କାଳ ରେ ସିମ୍ରି ଇଶ୍ରାୟେଲର ରାଜା ହେଲେ। ସେ ତିର୍ସା ରେ ସାତଦିନ ରାଜତ୍ବ କଲେ। ସହେି ସମୟରେ ଇଶ୍ରାୟେଲର ଲୋକମାନେ ପଲେଷ୍ଟୀୟମାନଙ୍କ ଗିଦ୍ଦଥୋନ ବିରୁଦ୍ଧ ରେ ଛାଉଣି ସ୍ଥାପନ କରିଥିଲେ।
15 No vigésimo sétimo ano de Asa, rei de Judá, Zambri reinou em Tersa durante sete dias. O exército sitiava Gebeton dos filisteus.
16 ଛାଉଣି ରେ ଥିବା ଲୋକମାନେ ଶୁଣିଲେ ଯେ ସିମ୍ରି ଗୁପ୍ତ ଚକ୍ରାନ୍ତ ଦ୍ବାରା ରାଜାଙ୍କୁ ମାରି ରାଜା ହାଇେଛନ୍ତି। ସମାନେେ ଅମ୍ରିନାମକ ଜଣେ ସନୋପତିଙ୍କୁ ଇଶ୍ରାୟେଲ ଉପରେ ରାଜା କରାଇଲେ।
16 Quando o exército, que estava acampado ali, ouviu dizer que Zambri tinha conspirado contra o rei e o assassinara, todo o Israel constituiu imediatamente como seu rei o general Amri.
17 ତେଣୁ ଅମ୍ରି ଏବଂ ସମଗ୍ର ଇଶ୍ରାୟେଲ ଲୋକ ଗିଦ୍ଦଥୋନ ତ୍ଯାଗ କରି ତିର୍ସା ଆକ୍ରମଣ କଲେ।
17 Este partiu de Gebeton com todo o Israel e veio sitiar Tersa.
18 ଯେତବେେଳେ ସିମ୍ରି ଦେଖିଲେ ଯେ, ନଗର କବଳିତ ହାଇୟୋଇଛି, ସେ ପ୍ରାସାଦ ରେ ପ୍ରବେଶ କରି ନିଆଁ ଲଗାଇ ଦେଲେ। ସେ ପୋଡି଼ୟାଇ ମୃତ୍ଯୁବରଣ କଲେ।
18 Zambri, vendo a cidade tomada, retirou-se para o fortim do palácio real e incendiou o palácio. Morreu assim
19 ସିମ୍ରି ତା'ର ପାପ ପାଇଁ ମଲା। ସେ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କରି ଚାଲିଲେ ଓ ୟାରବିଯାମଙ୍କ ପରି ପାପ ପଥରେ ଗଲେ ଓ ସମଗ୍ର ଇଶ୍ରାୟେଲକୁ ପାପ କରାଇଲେ। ଫଳ ରେ ସମଗ୍ର ଇଶ୍ରାୟେଲ ପାପଗ୍ରସ୍ଥ ହେଲା।
19 pelos pecados que tinha cometido, fazendo o mal aos olhos do Senhor, imitando o proceder de Jeroboão e entregando-se ao pecado ao qual Jeroboão arrastara Israel.
20 ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ରାଜାଙ୍କର ବିରୁଦ୍ଧ ରେ ଚକ୍ରାନ୍ତ ବିଷଯ ରେ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।
20 O resto da história de Zambri e sua conjuração, tudo está consignado no livro das Crônicas dos reis de Israel.
21 ସେ ସମୟରେ ଇଶ୍ରାୟେଲର ଲୋକମାନେ ଦୁଇ ଭାଗ ରେ ବିଭକ୍ତ ହେଲେ। ଅର୍ଦ୍ଧକେ ଲୋକ ଗୀନତର ପୁତ୍ର ତିବ୍ନିକି ରାଜା କରିବା ପାଇଁ ତା'ର ଅନୁଗାମୀ ହେଲେ। ଅବଶିଷ୍ଟ ଅର୍ଦ୍ଧକେ ଅମ୍ରିଙ୍କର ଅନୁଗାମୀ ହେଲେ।
21 Então se dividiu o povo de Israel em duas facções: metade era por Tebni, filho de Ginet, e queria fazê-lo rei, e metade por Amri.
22 ମାତ୍ର ଅମ୍ରିଙ୍କର ଅନୁଗାମୀମାନେ ଗୀନତର ପୁତ୍ର ତିବ୍ନିଙ୍କ ଅନୁଗାମୀଙ୍କଠାରୁ ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ତିବ୍ନି ନିହତ ହେଲେ ଓ ଅମ୍ରି ରାଜା ହେଲେ।
22 O partido de Amri prevaleceu contra o de Tebni, filho de Ginet. Tebni morreu, e reinou Amri.
23 ଯିହୁଦା ରେ ଆସାଙ୍କର ଏକତ୍ରିଂଶ ବର୍ଷ ରାଜତ୍ବ କାଳ ରେ ଅମ୍ରି ଇଶ୍ରାୟେଲର ରାଜା ହେଲେ। ଅମ୍ରି ଇଶ୍ରାୟେଲ ରେ ବାରବର୍ଷ ରାଜତ୍ବ କଲେ। ସେଥି ବାରବର୍ଷ ମଧ୍ଯରୁ ଛଅବର୍ଷ ତିର୍ସା ରେ ରାଜତ୍ବ କଲେ।
23 No trigésimo primeiro ano de Asa, rei de Judá, Amri tornou-se rei de Israel e reinou durante doze anos. Depois de ter reinado seis anos em Tersa,
24 ମାତ୍ର ସେ ଶମରଙ୍କେୁ ଦୁଇ ତଳାନ୍ତ ରୂପା ଦଇେ ଶମରୋଶ୍ ପର୍ବତ କ୍ରଯ କଲେ। ସେ ଶମରୋତ ପର୍ବତ ଉପରେ ଏକ ନଗର ନିର୍ମାଣ କଲେ। ସହେି ପର୍ବତର ମାଲିକର ନାମ ଶମରେର ନାମାନୁସା ରେ ନଗରର ନାମ ଶମରିଯା ରଖିଲେ।
24 comprou o monte de Samaria a Somer por duzentos talentos de prata. Construiu uma cidade nesse monte e chamou-a Samaria, do nome de Somer, a quem pertencera o monte.
25 ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ ଓ ପୂର୍ବବର୍ତ୍ତୀ ସମସ୍ତ ରାଜାଙ୍କ ଅପେକ୍ଷା ଅଧିକ ପାପ କଲେ।
25 Amri fez o mal aos olhos do Senhor, mais ainda que todos os seus predecessores.
26 ନବାଟଙ୍କ ପୁତ୍ର ୟାରବିଯାମ ଯେଉଁ ପାପ କରିଥିଲେ ଅମ୍ରି ସହେି ପାପ କଲେ ଓ ଇଶ୍ରାୟେଲ ଲୋକଙ୍କୁ ପାପାଗ୍ଭରୀ କରାଇଲେ। ସଦାପ୍ରଭୁ ଇଶ୍ରାୟେଲ ପରମେଶ୍ବର ସମାନଙ୍କେର ଅସାର ପ୍ରତିମା ପୂଜା ଯୋଗୁଁ ବିରକ୍ତ ହେଲେ।
26 Andou por todo o caminho de Jeroboão, filho de Nabat, e nos pecados com que este fizera pecar Israel, provocando com seus ídolos a cólera do Senhor, Deus de Israel.
27 ଅମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ମହାନ କାର୍ୟ୍ଯଗୁଡିକ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।
27 O resto da história de Amri, suas ações e seus grandes feitos, tudo isso se acha consignado no livro das Crônicas dos reis de Israel.
28 ଅମ୍ରିଙ୍କର ମୃତ୍ଯୁପରେ ସେ ଶମରିଯା ରେ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ନେଲେ। ତାଙ୍କ ଅନ୍ତେ ତାଙ୍କର ପୁତ୍ର ଆହାବ ରାଜା ହେଲେ।
28 Amri adormeceu com seus pais e foi sepultado em Samaria. Seu filho Acab sucedeu-lhe no trono.
29 ଯିହୁଦା ରେ ଆସାଙ୍କ ରାଜତ୍ବ କାଳର ଅଠତିରିଶ ବର୍ଷ ରେ ଅମ୍ରିଙ୍କ ପୁତ୍ର ଆହାବ୍ ଇଶ୍ରାୟେଲର ରାଜା ହେଲେ। ଆହାବ୍ ଇଶ୍ରାୟେଲର ଶମରିଯା ନଗର ରେ ବାଇଶ ବର୍ଷ ରାଜତ୍ବ କଲେ।
29 No trigésimo oitavo ano de Asa, rei de Judá, Acab, filho de Amri, tornou-se rei de Israel e reinou vinte e dois anos sobre Israel em Samaria.
30 ଆହାବ୍ ମଧ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ସେ ତାଙ୍କ ପୂର୍ବବର୍ତ୍ତୀ ଅନ୍ୟ ରାଜାମାନଙ୍କଠାରୁ ଅଧିକ ଦୁଷ୍ଟାଚରଣ କଲେ।
30 Acab, filho de Amri, fez o mal aos olhos do Senhor, e mais ainda que todos os seus predecessores.
31 ନବାଟଙ୍କ ପୁତ୍ର ୟାରବିଯାମଙ୍କ ପରି ପାପ କରିବା ତାଙ୍କ ପାଇଁ ୟଥେଷ୍ଟ ନଥିଲା। ସେ ସୀଦୋନର ରାଜା ଇତ୍ବାଲଙ୍କର କନ୍ଯା ଈଷବଲକେୁ ବିବାହ କଲେ ଓ ସୀଦୋନର ବାଲ ଦବେତାଙ୍କୁ ପୂଜା କରିବାକୁ ଓ ସବୋ କରିବାକୁ ଆରମ୍ଭ କଲେ।
31 Como se lhe não bastasse o andar nos pecados de Jeroboão, filho de Nabat, desposou ainda Jezabel, filha de Etbaal, rei dos sidônios, e chegou até a render culto a Baal, prostrando-se diante dele.
32 ଆହାବ୍ ଶମରିଯା ରେ ବାଲ ଦବେତାଙ୍କ ଉପାସନା ପାଇଁ ଏକ ମନ୍ଦିର ନିର୍ମାଣ କଲେ ଓ ସହେି ମନ୍ଦିର ରେ ଏକ ୟଜ୍ଞବଦେୀ ତିଆରି କଲେ।
32 Erigiu um altar a Baal no templo que lhe edificou em Samaria.
33 ଆହାବ୍ ଉପାସନା କରିବା ପାଇଁ ଆଶରୋ ସ୍ତମ୍ଭ ନିର୍ମାଣ କଲେ, ସେ ତାଙ୍କ ପୂର୍ବବର୍ତ୍ତୀ ରାଜାମାନଙ୍କଠାରୁ ଅଧିକ ପାପ କରି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ବିରକ୍ତି କଲେ।
33 Acab fez também a asserá, irritando assim o Senhor, Deus de Israel, mais ainda que todos os seus predecessores no trono de Israel.
34 ତାଙ୍କ ସମୟରେ ବୈଥଲେୀର ହୀଯଲେ ଯିରୀହାେ ନଗର ପୁନର୍ବାର ନିର୍ମାଣ କଲେ। ସଦାପ୍ରଭୁ ନୂନର ପୁତ୍ର ଯିହାଶୂେୟଙ୍କ ଦ୍ବାରା ଯାହା କହିଥିଲେ ତାହା ହିଁ ଘଟିଲା। ଯେତବେେଳେ ସେ ନଗର ରେ ଭିତ୍ତିମୂଳ ସ୍ଥାପନ କଲେ ତାଙ୍କର ପ୍ରଥମପୁତ୍ର ଅବୀରାମ ମଲା ଓ ଯେତବେେଳେ ନଗରର ଫାଟକ ସ୍ଥାପିତ ହେଲା। ତାଙ୍କର ସାନ ପୁତ୍ର ସଗୂବର ମୃତ୍ଯୁ ହେଲା।
34 No tempo de Acab, Hiel de Betel reconstruiu Jericó. Lançou-lhe os alicerces ao preço de Abirão, seu primogênito, e pôs-lhe as portas ao preço de Segub, seu último filho, assim como o Senhor o predissera pela boca de Josué, filho de Num.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Reis 16, comparar traduções ou montar um estudo — tudo direto pelo WhatsApp.