1 Reis 1
Oriya Bible (GL_ORIYA) vs NTLH
1 ରାଜା ଦାଉଦ ଅତ୍ଯନ୍ତ ବୃଦ୍ଧ ହେଲ। ତାଙ୍କର ପରିଗ୍ଭରକଗଣ ତାଙ୍କୁ ଉଷ୍ଣ କରିବା ପାଇଁ ବହୁତ କମ୍ବଳ ଓ ବହୁ ବସ୍ତ୍ର ରେ ଆଚ୍ଛାଦାନ କଲେ। କିନ୍ତୁ ସେ କିଛି ଉଷ୍ଣତା ପାଇଲେ ନାହିଁ।
1 O rei Davi estava bem velho. Os seus servidores o cobriam com cobertas, mas ele não conseguia se aquecer.
2 ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, ଆମ୍ଭମାନେେ ଆପଣଙ୍କ ସବୋ ନିମନ୍ତେ ଏକ ୟୁବତୀ କନ୍ଯା ଖାଜେି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦବୋକୁ ଆପଣଙ୍କ କୋଳ ରେ ଶଯନ କରିବ।
2 Por isso, os seus conselheiros disseram: — Rei Davi, nós vamos procurar uma moça para ficar com o senhor e cuidar do senhor. Ela dormirá ao seu lado e o conservará quente.
3 ଏଣୁ ରାଜାଙ୍କର ଦାସମାନେ ଇଶ୍ରାୟେଲର ସମସ୍ତ ଅଞ୍ଚଳ ରେ ସୁନ୍ଦରୀ କନ୍ଯାର ଅନ୍ବଷେଣ କରିବା ଆରମ୍ଭ କରି ଦେଲେ। ଶଷେ ରେ ସେ ଶୁନମେୀୟା ନଗରରୁ ଅବୀଶଗ ନାମକ ଏକ ସୁନ୍ଦରୀ ୟୁବତୀ ପାଇଲେ ଓ ତାକୁ ରାଜାଙ୍କ ନିକଟକୁ ଘନେି ଆସିଲେ।
3 Então procuraram em toda a terra de Israel uma moça bonita. Em Suném encontraram uma jovem chamada Abisague e a levaram ao rei.
4 ସହେି ୟୁବତୀ ଅତି ସୁନ୍ଦରୀ ଥିଲା। ସେ ରାଜାଙ୍କର ସବୋ ଓ ପରିଚର୍ୟ୍ଯା କଲା।ମାତ୍ର ରାଜା ଦାଉଦ ତା' ସହିତ ୟୌନ ସମ୍ପର୍କ ରଖିଲେ ନାହିଁ।
4 Abisague era muito bonita. Ela servia o rei e cuidava dele, mas Davi não teve relações com ela.
5 ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିଯ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ଯନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହବୋକୁ ସ୍ଥିର କଲେ।
5 — ausente —
6 ସେ ଗୋଟିଏ ରଥ, ଅଶ୍ବାରୋହୀଗଣ ଓ ସମ୍ମୁଖ ରେ ଦୌଡିବା ପାଇଁ ପଗ୍ଭଶ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କବେେ ଅଦୋନିଯଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। ଏପରିକି ସେ ତାଙ୍କୁ ପଚାରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?
6 — ausente —
7 ପୁଣି ସେ ସରୁଯାର ପୁତ୍ର ଯୋୟାବ ଓ ଅବିଯାଥର ଯାଜକ ସହିତ ପରାମର୍ଶ କଲେ। ସମାନେେ ଅଦୋନିଯର ଅନୁଗତ ହାଇେ ତାଙ୍କୁ ରାଜା କରିବାକୁ ସାହାୟ୍ଯ କଲେ।
7 Adonias falou com Joabe, que era filho de uma mulher chamada Zeruia, e com Abiatar, o sacerdote, e eles concordaram em ficar do lado dele.
8 ମାତ୍ର ସାଦୋକ ଯାଜକ, ଯିହାୟୋଦାରଦାର ପୁତ୍ର ବନାଯ, ନାଥନ ଭବିଷ୍ଯଦ୍ବକ୍ତା, ଶିମିଯି, ରଯେି ଓ ଦାଉଦଙ୍କର ସ୍ବତନ୍ତ୍ର ପ୍ରହପୀଗଣ ଅଦୋନିଯଙ୍କୁ ସମର୍ଥନ କରି ନ ଥିଲେ। ସମାନେେ ଦାଉଦଙ୍କର ବିଶ୍ବସ୍ତ ଥିଲେ।
8 Mas o sacerdote Zadoque e Benaías, filho de Joiada, Natã, o profeta , Simei, Reí e os guarda-costas de Davi não ficaram do lado de Adonias.
9 ଥରେ ଅଦୋନିଯ ଐନ ରୋଗଲରେ ପାଶର୍ବସ୍ଥ ସୋ ହେଲତ ପଥର ନିକଟରେ ମଷେ, ବୃକ୍ଷ ଓ ପୁଷ୍ଟ ବାଛୁରୀ ମାରି ନିଜର ଭ୍ରାତା ରାଜପୁତ୍ରମାନଙ୍କୁ ଓ ଯିହୁଦା ରାଜାଙ୍କର ସମସ୍ତ କର୍ମଗ୍ଭରୀମାନଙ୍କୁ ଉତ୍ସର୍ଗ କରିଥିବା ପଶୁର ମାଂସ ଖାଇବା ପାଇଁ ନିମନ୍ତ୍ରଣ କଲେ।
9 Um dia Adonias ofereceu ovelhas, touros e bezerros gordos em sacrifício , na pedra da Cobra, perto da fonte de Rogel. Ele convidou os outros filhos do rei Davi e os servidores do rei que eram de Judá.
10 ମାତ୍ର ସେ ନାଥନ ଭବିଷ୍ଯଦ୍ବକ୍ତାଙ୍କୁ, ବନାଯଙ୍କୁ, ପିତାଙ୍କର ସ୍ବତନ୍ତ୍ର ବୀରମାନଙ୍କୁ ଓ ନିଜର ଭାଇ ଶଲୋମନଙ୍କୁ ନିମନ୍ତ୍ରଣ କଲେ ନାହିଁ।
10 Porém não convidou o seu meio-irmão Salomão, nem Natã, o profeta, nem Benaías, nem os guarda-costas de Davi.
11 ଏଥି ରେ ନାଥନ ଶଲୋମନଙ୍କର ମାତା ବତ୍ଶବୋଙ୍କୁ କହିଲେ, ଆମ୍ଭମାନଙ୍କର ପ୍ରଭୁ ଦାଉଦଙ୍କ ଅଜ୍ଞାତସାର ରେ ହଗୀତଙ୍କର ପୁତ୍ର ଅଦୋନିଯ ନିଜକୁ ରାଜା କରିଅଛନ୍ତି। ଏହା କ'ଣ ତୁମ୍ଭେ ଶୁଣି ନାହିଁ?
11 Então Natã foi falar com Bate-Seba, a mãe de Salomão. Natã perguntou: — Você soube que Adonias, o filho de Hagite, se fez rei? E o rei Davi não está sabendo de nada!
12 ଏଣୁ ତୁମ୍ଭର ଓ ତୁମ୍ଭ ପୁତ୍ର ଶଲୋମନର ଜୀବନ ବିପଦପୂର୍ଣ। ତୁମ୍ଭେ ନିଜର ଓ ନିଜ ପୁତ୍ର ଶଲୋମନର ଜୀବନ କିପରି ରକ୍ଷା କରିପାରିବ, ମୁଁ ତୁମ୍ଭକୁ ମନ୍ତ୍ରଣା ଦବେି।
12 Vou lhe dar um conselho: se você quiser salvar a sua vida e a vida do seu filho Salomão,
13 ତୁମ୍ଭେ ରାଜା ଦାଉଦଙ୍କ ନିକଟକୁ ୟାଇ କୁହ, ' ହେ ମାରେ ମହାଶୟ ମହାରାଜ, ଆପଣ କ'ଣ ପ୍ରତିଜ୍ଞା କରି ଏ ଦାସୀକୁ କହି ନ ଥିଲେ, ମାେ ଉତ୍ତା ରେ ତୁମ୍ଭର ପୁତ୍ର ଶଲୋମନ ରାଜ୍ଯ ଶାସନ କରିବ ଓ ସେ ମାେ ସିଂହାସନ ରେ ବସିବ? ତବେେ ଅଦୋନିଯ କିପରି ରାଜ୍ଯ କରୁଅଛି?'
13 vá agora mesmo falar com o rei Davi e diga o seguinte: “Rei Davi, o senhor não jurou que o meu filho Salomão seria rei em seu lugar e que seria ele quem haveria de sentar no seu trono? Então, como é que Adonias se tornou rei?”
14 ଆମ୍ଭେ ଯେତବେେଳେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବ, ମୁଁ ସଠାେରେ ପହଞ୍ଚିବି ଏବଂ ତୁମ୍ଭେ ସେ ସ୍ଥାନ ଛାଡିଲା ପରେ ମୁଁ ତୁମ୍ଭର କଥାଗୁଡିକ ନିଶ୍ଚିତ କରିବି।
14 E Natã continuou: — E aí, quando você ainda estiver falando com o rei, eu vou chegar e confirmar a sua história.
15 ଏଥି ରେ ବତ୍ଶବୋ ଶଯନାଗାର ଭିତରକୁ ୟାଇ ରାଜାଙ୍କୁ ଦେଖିଲେ। ସେତବେେଳେ ରାଜା ଅତ୍ଯନ୍ତ ବୃଦ୍ଧ ଥିଲେ। ଶୁନମେୀୟା ୟୁବତୀ ଅବୀଶଗ ରାଜାଙ୍କର ପରିଚର୍ୟ୍ଯା କରୁଥିଲା।
15 Então Bate-Seba foi ao quarto de dormir do rei para falar com ele. Davi estava muito velho, e Abisague, a moça de Suném, estava cuidando dele.
16 ବତ୍ଶବୋ ମୁଣ୍ତ ନୁଆଁଇ ରାଜାଙ୍କୁ ପ୍ରମାଣ କଲେ। ତା'ପରେ ରାଜା ପଚାରିଲେ, ତୁମ୍ଭେ କ'ଣ ଇଚ୍ଛା କରୁଛ?
16 Em sinal de respeito, Bate-Seba se ajoelhou diante do rei. Então ele perguntou: — O que você quer?
17 ବତ୍ଶବୋ କହିଲେ, ହେ ମାରେ ମହାଶୟ, ଆପଣ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ନାମ ରେ ଏ ଦାସୀ ନିକଟରେ ପ୍ରତିଜ୍ଞା କରିଥିଲେ ଯେ, 'ମାେ ଉତ୍ତା ରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚଯ ରାଜା ହବେ ଓ ସେ ମାେ ସିଂହାସନ ରେ ବସିବ'।
17 Ela respondeu: — Rei Davi, o senhor jurou pelo nome do
18 ମାତ୍ର ବର୍ତ୍ତମାନ ଆପଣଙ୍କ ଅଜ୍ଞାତ ରେ ଅଦୋନିଯ ରାଜ୍ଯ କରୁଅଛି। ଅଥଚ ଆପଣ ଜାଣନ୍ତି ନାହିଁ।
18 Mas Adonias já se tornou rei, e o senhor não está sabendo disso.
19 ଆଉ ସେ ଅନକେ ମଷେ, ବୃଷ ଓ ପୁଷ୍ଟ ପଶୁ ମାରି ମହାରାଜାଙ୍କ ସମସ୍ତ ପୁତ୍ରମାନଙ୍କୁ, ଅବିଯାଥର ଯାଜକଙ୍କୁ ଓ ଯୋୟାବ ସନୋପତିଙ୍କୁ ନିମନ୍ତ୍ରଣ କରିଅଛି, ମାତ୍ର ଆପଣଙ୍କ ବିଶ୍ବସ୍ତ ପୁତ୍ର ଶଲୋମନଙ୍କୁ ଡାକି ନାହିଁ।
19 Ele ofereceu muitos touros, ovelhas e bezerros gordos em sacrifício e convidou os irmãos dele, o sacerdote Abiatar e Joabe, o comandante do exército, para a festa. Porém não convidou o seu filho Salomão.
20 ହେ ମାରେ ମହାଶୟ ମହାରାଜା, ବର୍ତ୍ତମାନ ସମଗ୍ର ଇଶ୍ରାୟେଲବାସୀ ଆପଣଙ୍କ ଉପରେ ଦୃଷ୍ଟି ରଖିଛନ୍ତି। ସମାନେେ ଦେଖିବା ପାଇଁ ଅପେକ୍ଷା କରିଛନ୍ତି। ଆପଣଙ୍କ ଅନ୍ତେ କାହାକୁ ଆପଣ ସିଂହାସନ ରେ ବସାଇ ରାଜା କରିବେ।
20 Rei Davi, todo o povo de Israel está esperando que o senhor lhe diga quem será o rei em seu lugar.
21 ତେଣୁ ଆପଣ ମୃତ୍ଯୁ ପୂର୍ବରୁ କିଛି ଗୋଟିଏ ସ୍ଥିର କରନ୍ତୁ। ତା'ପରେ ନ ହେଲ ଆପଣ ଆପଣଙ୍କ ପିତୃପୁରୁଷଙ୍କ ସହିତ ସମାଧିସ୍ଥ ହେଲାପରେ ମୁଁ ଓ ମାରେ ପୁତ୍ର ଶଲୋମନ ଦୋଷୀ ବୋଲି ପରିଗଣିତ ହବେୁ।
21 Se não disser, logo que o senhor morrer, eu e o meu filho Salomão seremos tratados como traidores.
22 ବତ୍ଶବୋ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ବେଳେ ଭବିଷ୍ଯଦ୍ବକ୍ତା ନାଥନ ସଠାେରେ ଉପସ୍ଥିତ ହେଲ।
22 Enquanto Bate-Seba ainda estava falando, Natã chegou ao palácio.
23 ରାଜାଙ୍କର ଦାସମାନେ ରାଜାଙ୍କୁ କହିଲେ, ଭବିଷ୍ଯଦ୍ବକ୍ତା ନାଥନ ଏଠା ରେ ଉପସ୍ଥିତ। ତା'ପରେ ନାଥନ ରାଜାଙ୍କ ସମ୍ମୁଖକୁ ୟାଇ ତାଙ୍କୁ ନତମସ୍ତକ ହାଇେ ପ୍ରଣାମ କଲେ।
23 Contaram ao rei que o profeta Natã estava lá. Ele entrou, se ajoelhou diante do rei e encostou o rosto no chão.
24 ନାଥନ କହିଲେ, ହେ ମାରେ ମହାରାଜ, ଆପଣ କ'ଣ ଘାଷେଣା କରିଛନ୍ତି କି ଆପଣଙ୍କ ପରେ ଅଦୋନିଯ ରାଜ୍ଯ କରିବେ ଓ ଆପଣଙ୍କ ସିଂହାସନକୁ ଅଧିକାର କରିବେ?
24 Depois disse: — Rei Davi, por acaso, o senhor anunciou que Adonias é quem será o rei em seu lugar?
25 କାରଣ ସେ ଆଜି ୟାଇ ଉପତ୍ୟକା ରେ ଅନକେ ମଷେ, ବୃଷ ଓ ପୁଷ୍ଟ ପଶୁ ମାରି ସମସ୍ତ ରାଜପୁତ୍ରମାନଙ୍କୁ ଓ ସନୋପତିମାନଙ୍କୁ ଏବଂ ଅବିଯାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି। ସମାନେେ ଏକତ୍ରୀତ ହାଇେ ଭୋଜନ ପାନ କରୁଛନ୍ତି ଓ କହୁଛନ୍ତି, 'ରାଜା ଅଦୋନିଯ ଚିରଜୀବି ହୁଅନ୍ତୁ।'
25 Hoje mesmo ele foi oferecer muitos touros, ovelhas e bezerros gordos em sacrifício. Convidou todos os filhos do senhor, convidou Joabe, o comandante do seu exército, e Abiatar, o sacerdote. E agora mesmo eles estão comendo e bebendo com ele e gritando: “Viva o rei Adonias!”
26 କିନ୍ତୁ ସେ ମାେତେ, ସାଦୋକ ଯାଜକଙ୍କୁ, ଯିହାୟୋଦାରଦାର ପୁତ୍ର ବନାଯକୁ ଓ ଆପଣଙ୍କ ପୁତ୍ର ଶଲୋମନକୁ ନିମନ୍ତ୍ରଣ କରି ନାହାଁନ୍ତି।
26 Mas Adonias não me convidou e não convidou Zadoque, o sacerdote, nem Benaías, nem Salomão.
27 ମାରେ ମହାରାଜ, ଆପଣ ଆମ୍ଭମାନଙ୍କୁ ନ ଜଣାଇ ଏହି କାର୍ୟ୍ଯ କରିଛନ୍ତି କି? ଦୟାକରି କୁହନ୍ତୁ କିଏ ଆପଣଙ୍କ ଅନ୍ତେ ସିଂହାସନ ରେ ବସିବ?
27 Será que o senhor aprovou tudo isso e não contou pelo menos aos seus conselheiros quem será o rei em seu lugar?
28 ତା'ପରେ ରାଜା ଦାଉଦ କହିଲେ, ବତ୍ଶବୋକୁ ମାେ ପାଖକୁ ଡାକ! ତେଣୁ ସେ ରାଜାଙ୍କୁ ନିକଟକୁ ୟାଇ ତାଙ୍କ ସମ୍ମୁଖ ରେ ଛିଡା ହେେଲ।
28 O rei Davi disse: — Chamem Bate-Seba. Ela voltou e ficou diante dele.
29 ତା'ପରେ ରାଜା ଶପଥ କଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଜୀବିତ ଅଛନ୍ତି ପରମେଶ୍ବର ମାେତେ ସମସ୍ତ ବିପଦରୁ ରକ୍ଷା କରିଛନ୍ତି। ମୁଁ ଏହି ପ୍ରତିଜ୍ଞା କରୁଛି।
29 Aí o rei lhe disse: — Eu prometo pelo Deus vivo, que me livrou de todas as aflições,
30 ଯାହା ପୂର୍ବରୁ ମୁଁ ତୁମ୍ଭ ନିକଟରେ ପ୍ରତିଜ୍ଞା କରିଥିଲି ଆଜି ମୁଁ ତାହା କରିବି। ତୁମ୍ଭର ପୁତ୍ର ଶଲୋମନ ରାଜ୍ଯ ଶାସନ କରିବ ଓ ମାେ ଅନ୍ତେ ମାେ ପଦ ରେ ସିଂହାସନ ରେ ବସିବ। ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ନାମ ରେ ମୁଁ ପ୍ରତିଜ୍ଞା କରି କହୁଛି, ମୁଁ ମାରେ ପ୍ରତିଜ୍ଞା ରଖିବି ଓ ଆଜି ତାହା ପାଳନ କରିବି।
30 que hoje eu cumprirei o juramento que fiz a você, em nome do Senhor , o Deus de Israel: o juramento de que o seu filho Salomão seria o rei em meu lugar.
31 ତା'ପରେ ବତ୍ଶବୋ ରାଜାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିଲେ, ମାେ ମହାରାଜ ଦାଉଦ, ଦୀର୍ଘଜୀବି ହୁଅନ୍ତୁ!
31 Bate-Seba se ajoelhou, encostou o rosto no chão e disse: — Que o meu senhor, o rei Davi, viva para sempre!
32 ତା'ପରେ ରାଜା ଦାଉଦ କହିଲେ, ସାଦୋକ ଯାଜକକୁ, ନାଥନ ଭବିଷ୍ଯଦ୍ବକ୍ତାଙ୍କୁ ଓ ଯିହାୟୋଦାରଦାର ପୁତ୍ର ବନାଯକୁ ମାେ ନିକଟକୁ ଡାକ। ଏଣୁ ସେ ତିନିଜଣ ରାଜାଙ୍କ ସମ୍ମୁଖକୁ ଆସିଲେ।
32 Então Davi mandou buscar o sacerdote Zadoque, o profeta Natã e Benaías, filho de Joiada. Quando eles entraram,
33 ତା'ପରେ ରାଜା ସମାନଙ୍କେୁ କହିଲେ, ମାରେସମସ୍ତ ଦାସମାନଙ୍କୁ ତୁମ୍ଭମାନଙ୍କ ସଙ୍ଗ ରେ ନଇେ ଓ ମାରେ ପୁତ୍ର ଶଲୋମନକୁ ମାେ ନିଜ ଖଚର ରେ ବସାଇ ଗୀହୋନ ଝରଣା ନିକଟକୁ ଆଣ।
33 Davi disse: — Levem com vocês os funcionários do meu palácio, façam o meu filho Salomão montar a minha própria mula e o levem até a fonte de Giom.
34 ଆଉ ସଠାେରେ ଯାଜକ ସାଦୋକ ଓ ଭବିଷ୍ଯଦ୍ବକ୍ତା ନାଥନ ଶଲୋମନକୁ ଇଶ୍ରାୟେଲର ନୂତନ ରାଜା ରୂପେ ନିଶ୍ଚିଯ ଅଭିଷିକ୍ତ କରିବେ। ପୁଣି ତୁମ୍ଭମାନେେ ତୂରୀ ବଜାଇ କୁହ, 'ରାଜା ଶଲୋମନ ଦୀର୍ଘଜୀବି ହୁଅନ୍ତୁ।'
34 Ali Zadoque e Natã o ungirão rei de Israel. Depois toquem as cornetas e gritem: “Viva o rei Salomão!”
35 ତହିଁ ଉତ୍ତା ରେ ତୁମ୍ଭମାନେେ ତା' ସହିତ ଫରେିଆସ। ଶଲୋମନ ମାରେ ସିଂହାସନ ରେ ବସୁ ଓ ମାେ ସ୍ଥାନ ରେ ସେ ନୂଆ ରାଜା ହେଉ। ମୁଁ ଇଶ୍ରାୟେଲ ଓ ଯିହୁଦାର ନୂତନ ଶାସକ ରୂପେ ତାକୁ ମନୋନୀତ କରିଅଛି।
35 Em seguida venham atrás dele quando vier sentar-se no meu trono. Ele será rei em meu lugar porque eu o escolhi para governar Israel e Judá.
36 ଏଥି ରେ ଯିହାୟୋଦାରଦାର ପୁତ୍ର ବନାଯ ରାଜାଙ୍କୁ ଉତ୍ତର କରି କହିଲା, ଏମନ୍ତ ହେଉ, ମାେ ମହାରାଜାଙ୍କୁ ସଦାପ୍ରଭୁ ପରମେଶ୍ବର ମଧ୍ଯ ଏପରି କୁହନ୍ତୁ।
36 — Assim será feito! — respondeu Benaías. — E que o Senhor , seu Deus, confirme isso!
37 ସଦାପ୍ରଭୁ ଯେପରି ମାରେ ମହାରାଜାଙ୍କର ସହବର୍ତ୍ତା ହାଇେଅଛନ୍ତି, ସହେିପରି ସଦାପ୍ରଭୁ ଶ ଲୋମନଙ୍କର ମଧ୍ଯ ସହବର୍ତ୍ତୀ ହୁଅନ୍ତୁ। ରାଜା ଶ ଲୋମନଙ୍କର ରାଜ୍ଯ ମାରେ ମହାରାଜଙ୍କର ରାଜ୍ଯଠାରୁ ଅଧିକ ବଡ ଓ ଅଧିକ ଶକ୍ତିଶାଳୀ ହେଉ।
37 E que, assim como o Senhor Deus tem estado com o senhor, ele esteja também com Salomão e faça com que o reino dele seja ainda maior do que o seu!
38 ତେଣୁ ଯାଜକ ସାଦୋକ, ଭବିଷ୍ଯଦ୍ବକ୍ତା ନାଥନ ଓ ଯିହାୟୋଦାରଦାର ପୁତ୍ର ବନାଯ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀଯ ଆଦେଶ ପାଳନ କଲେ। ସମାନେେ ରାଜ ଶଲୋମନଙ୍କୁ ଦାଉଦଙ୍କର ଗଧ ଉପରେ ବସାଇ ଗୀହାନେ ଝରଣା ନିକଟକୁ ନଇଗେଲେ।
38 Então Zadoque, Natã, Benaías, os queretitas e os peletitas fizeram Salomão montar a mula do rei Davi e o acompanharam até a fonte de Giom.
39 ପୁଣି ଯାଜକ ସାଦୋକ ପବିତ୍ର ତମ୍ବୁ ମଧ୍ଯରୁ ଶିଙ୍ଗାଏ ପବିତ୍ର ତୈଳ ନଇେ ଶଲୋମନଙ୍କୁ ଅଭିଷକେ କଲେ। ତା'ପରେ ସମାନେେ ଉଚ୍ଚ ସ୍ବର ରେ ତୂରୀ ବଜାଇଲେ ଏବଂ ସମସ୍ତ ଲୋକମାନେ ଉଚ୍ଚ ସ୍ବର ରେ କହିଲେ, ରାଜା ଶଲୋମନ ଚିରଜୀବି ହୁଅନ୍ତୁ।
39 Zadoque levou a vasilha de azeite que havia tirado da Tenda da Presença de Deus e ungiu Salomão. Então tocaram a corneta, e o povo gritou: — Viva o rei Salomão!
40 ତତ୍ପରେ ସମସ୍ତ ଲୋକ ଶଲୋମନଙ୍କ ପେଛ ପେଛ ନଗରକୁ ଗଲେ। ସମାନେେ ବହୁତ ଖୁସି ଥିଲେ ଓ ବଂଶୀ ବାଦନ କରି ଏପରି ମହାହର୍ଷନାଦ କଲେ ଯେ ପୃଥିବୀ ପ୍ରକମ୍ପିତ ହେଲା।
40 Depois todos foram andando atrás de Salomão, gritando de alegria e tocando flauta; e faziam tanto barulho, que até parecia que a terra estava rachando.
41 ଏହି ସମୟରେ ଅଦୋନିଯ ଓ ତାହାର ସମସ୍ତ ନିମନ୍ତ୍ରିତ ଅତୀଥି ଭୋଜନ ସମାପ୍ତ କରିବା ସମୟରେ ସମାନେେ ତୂରୀ ଶଦ୍ଦ ଶୁଣିଲେ। ଯୋୟାବ ପଚାରିଲେ, ନଗର ରେ ଏହି କୋଳାହଳ ଶଦ୍ଦ କାହିଁକି ହେଉଅଛି?
41 Adonias e todos os seus convidados tinham acabado de comer quando ouviram aquele barulho. Joabe ouviu o som da corneta e perguntou: — O que quer dizer essa barulhada na cidade?
42 ଯୋୟାବ ଏହିକଥା କହୁଥିବା ବେଳେ ଯାଜକ ଅବିଯାଥର ପୁତ୍ର ଯୋନାଥନ ସଠାେରେ ପହଞ୍ଚିଲା। ଅଦୋନିଯ, ଭିତରକୁ ଡାକିଲା, ତୁମ୍ଭେ ଯୋଗ୍ଯ ପୁରୁଷ, ତୁମ୍ଭେ ନିଶ୍ଚିତ ସୁସମାଗ୍ଭର ଆଣିଥିବ।
42 Ele ainda estava falando quando chegou Jônatas, filho de Abiatar, o sacerdote. Adonias disse a Jônatas: — Entre aqui. Você é um homem de valor e deve estar trazendo boas notícias.
43 ମାତ୍ର ଯୋନାଥନ ଉତ୍ତର କଲେ, ଏହା ତୁମ୍ଭପାଇଁ ସୁସମାଗ୍ଭର ନୁହେଁ। ରାଜା ଦାଉଦ ଶଲୋମନଙ୍କୁ ନୂଆ ରାଜା କରିଛନ୍ତି।
43 — Pelo contrário, — respondeu Jônatas — o rei Davi tornou Salomão rei.
44 ପୁଣି ରାଜା ଯାଜକ ସାଦୋକକୁ, ଭବିଷ୍ଯଦ୍ବକ୍ତା ନାଥନଙ୍କୁ, ଯିହାୟୋଦାରଦାର ପୁତ୍ର ବନାଯକୁ ଓ ରାଜାଙ୍କର ସମସ୍ତ କର୍ମଗ୍ଭରୀଗଣଙ୍କୁ ତାଙ୍କ ସହିତ ପଠାଇଲେ ଓ ସମାନେେ ତାଙ୍କୁ ରାଜାଙ୍କ ନିଜ ଖଚର ରେ ଆରୋହଣ କରାଇଲେ।
44 Ele mandou Zadoque, Natã, Benaías, os queretitas e os peletitas acompanharem Salomão. Eles fizeram Salomão montar a mula do rei Davi,
45 ତା'ପରେ ସାଦୋକ ଯାଜକ ଓ ନାଥନ ଭବିଷ୍ଯଦ୍ବକ୍ତା ଶଲୋମନଙ୍କୁ ଗୀହାନେ ଝରଣା ନିକଟରେ ଅଭିଷକେ କରାଇଲେ। ତା'ପରେ ସମାନେେ ନଗର ରେ ପ୍ରବେଶ କଲେ ଓ ଲୋକମାନେ ତାଙ୍କ ପଶ୍ଚାଧାବନ କଲେ। ବର୍ତ୍ତମାନ ସମସ୍ତ ନଗରବାସୀ ମହାଆନନ୍ଦିତ ଓ ସହେି ଆନନ୍ଦଧ୍ବନି ତୁମ୍ଭେ ଶୁଣୁଥିଲ।
45 e Zadoque e Natã o ungiram rei, na fonte de Giom. Depois voltaram para a cidade, gritando de alegria, e agora o povo está fazendo um grande alvoroço. É esse o barulho que vocês estão ouvindo.
46 ଶଲୋମନ ସିଂହାସନ ଉପରେ ବସିଛନ୍ତି, ଏପରିକି ରାଜକର୍ମଗ୍ଭରୀଗଣ ରାଜା ଦାଉଦଙ୍କୁ ଅଭିବାଦନ ଜଣାଉଛନ୍ତି। ସମାନେେ କହୁଛନ୍ତି, 'ରାଜା ଦାଉଦ, ତୁମ୍ଭେ ଜଣେ ମହାନ୍ ରାଜା। ଆମ୍ଭମାନେେ ତୁମ୍ଭର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ, ଶଲୋମନକୁ ତୁମ୍ଭ ଅପେକ୍ଷା କରନ୍ତୁ।
46 Agora Salomão é o rei.
47 ମହାନରାଜା ତୁମ୍ଭର ପରମେଶ୍ବର ତୁମ୍ଭଠାରୁ ତାଙ୍କୁ ଅଧିକ ଖ୍ଯାତ କରନ୍ତୁ ଓ ତାଙ୍କର ସାମ୍ରାଜ୍ଯ ତୁମ୍ଭ ଅପେକ୍ଷା ଅଧିକ ବଡ ଓ ଶକ୍ତିଶାଳୀ ହେଉ।'
47 E além disso os funcionários do palácio foram cumprimentar o rei Davi para dar-lhe os parabéns. Eles disseram: “Que o seu Deus faça com que Salomão seja ainda mais famoso do que o senhor, e que o reino dele seja ainda maior do que o seu!” Aí, o rei se curvou na cama
48 ରାଜା କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ପ୍ରଶଂସା କର, ସେ ଆଜି ମାରେ ସିଂହାସନ ରେ ମାରେ ପୁତ୍ରମାନଙ୍କ ମଧ୍ଯରୁ ଜଣଙ୍କୁ ବସାଇଲେ, ଏହା ଦେଖିବା ପାଇଁ ସେ ମାେତେ ଜୀବିତ ରଖିଲେ।
48 e orou assim: “Louvado seja o Senhor , o Deus de Israel, que hoje colocou um dos meus descendentes como rei em meu lugar e deixou que eu vivesse para ver isso!”
49 ଏଥି ରେ ଅଦୋନିଯର ନିମନ୍ତ୍ରିତ ଲୋକମାନେ ଭୟଭୀତ ହେଲେ ଓ ପ୍ରେତ୍ୟକକ ଶିଘ୍ର ଗ୍ଭଲିଗଲେ।
49 Então os convidados de Adonias ficaram com medo, e se levantaram, e foram embora, cada um pelo seu caminho.
50 ଅଦୋନିଯ ମଧ୍ଯ ଭୟ କଲା। କାରଣ ସେ ଶଲୋମନଙ୍କୁ ଭୟ କରୁଥିଲା। ତେଣୁ ସେ ଉଠିୟାଇ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କଲା
50 Adonias ficou com muito medo de Salomão e por isso foi para a Tenda da Presença de Deus e ficou segurando nas pontas do altar .
51 ତା'ପରେ କହେି ଜଣେ ଶ ଲୋମନକୁ ସମ୍ବାଦ ଦଲୋ, ଅଦୋନୀଯ ତୁମ୍ଭକୁ ଭୟ କରୁଛି। ତେଣୁ ସେ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କରିଅଛି। ସେ ଛାଡିବା ପାଇଁ ମନା କରି କହୁଛିନ୍ତି, 'ଶଲୋମନ ରାଜା ଆପଣା ଦାସ ଅଦୋନିଯକୁ ହତ୍ଯା କରିବେ ନାହିଁ ବୋଲି ପ୍ରତିଜ୍ଞା କୁହନ୍ତୁ।'
51 Contaram ao rei Salomão que Adonias estava com medo dele e que tinha ido pegar nas pontas do altar e tinha dito: — Eu quero que o rei Salomão jure hoje que não mandará me matar à espada.
52 ତହିଁରେ ଶଲୋମନ ଉତ୍ତର କଲେ, ଯଦି ଅଦୋନିଯ ନିଜକୁ ଜଣେ ଉତ୍ତମ ଲୋକ ବୋଲି ପ୍ରମାଣ କରିବ ତବେେ ମୁଁ ପ୍ରତିଜ୍ଞା କରୁଛି ତା'ର କେଶ ମଧ୍ଯ କହେି ସ୍ପର୍ଶ କରିବେ ନାହିଁ। କିନ୍ତୁ ଯଦି ସେ କୁକର୍ମ କାର୍ୟ୍ଯ କରେ ସେ ନିଶ୍ଚିତ ବଧ ହବେ।
52 Salomão disse: — Se ele provar que é um homem de palavra, eu juro que nem um fio dos seus cabelos será tocado; mas, se estiver com más intenções, ele morrerá.
53 ତା'ପରେ ରାଜା ଶଲୋମନ କେତକେ ଲୋକଙ୍କୁ ଅଦୋନିଯ ନିକଟକୁ ପଠାଇଲେ। ସମାନେେ ଅଦୋନିଯକୁ ଶ ଲୋମନ ନିକଟକୁ ଆଣିଲେ। ଅଦୋନିଯ ରାଜା ଶଲୋମନଙ୍କୁ ପ୍ରମାଣ କଲା। ଶଲୋମନ ତାହାକୁ କହିଲେ, ନିଜ ଘରକୁ ୟାଅ।
53 Então o rei Salomão mandou buscar Adonias. Fizeram com que ele descesse do altar, e ele veio, se ajoelhou diante do rei e encostou o rosto no chão. E o rei lhe disse: — Vá para casa.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Reis 1, comparar traduções ou montar um estudo — tudo direto pelo WhatsApp.