1 Reis 20

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ଯ ଏକତ୍ରୀତ କଲେ। ପୁଣି ତାଙ୍କର ସଙ୍ଗ ରେ ବତିଶ ଜଣ ରାଜା ଆଉ ଅଶ୍ବଗଣ ଓ ରଥମାନ ସଙ୍ଗ ରେ ଥିଲେ। ପୁଣି ସେ ୟାଇ ଶମରିଯା ଅବରୋଧ କରି ତହିଁ ବିରୁଦ୍ଧ ରେ ୟୁଦ୍ଧ କଲେ।
1 Por esse tempo, Ben-Hadade, rei da Síria, mobilizou seu exército com o apoio de 32 reis aliados e seus carros de guerra e cavalos. Eles cercaram Samaria e a atacaram.
2 ତା'ପରେ ଇଶ୍ରାୟେଲର ରାଜା ଆହାବ୍ ନଗର ଭିତରକୁ ଦୂତଗଣ ପ୍ ରରଣେ କଲେ।
2 Ben-Hadade enviou mensageiros à cidade para dizer a Acabe, rei de Israel: “Assim diz Ben-Hadade:
3 ସହେି ବାର୍ତ୍ତା ଥିଲା, ବିନ୍ହଦଦ୍ କହନ୍ତି, 'ତୁମ୍ଭମାନେେ ତୁମ୍ଭର ସମସ୍ତ ରୂପା, ସୁନା ମାେତେ ଦବେ। ଆଉ ମଧ୍ଯ ତୁମ୍ଭର ଭାର୍ୟ୍ଯା ଓ ସନ୍ତାନମାନଙ୍କୁ ମାେତେ ଦଇଦେବେ।'
3 ‘Sua prata e seu ouro são meus, bem como suas esposas e os melhores de seus filhos’”.
4 ଇଶ୍ରାୟେଲ ରାଜା ଉତ୍ତର ଦେଲେ, ହେ ମାରେ ପ୍ରଭୁ, ମହାରାଜ, ଆପଣଙ୍କ ବାକ୍ଯାନୁସା ରେ ମୁଁ ଓ ମାରେ ସର୍ବସ୍ବ ଆପଣଙ୍କର।
4 “Está bem, ó meu senhor, o rei”, respondeu o rei de Israel. “Tudo que tenho é seu.”
5 ତା'ପରେ ଦୂତମାନେ ଆହାବ୍ଙ୍କ ନିକଟକୁ ଫରେିଆସି କହିଲେ, ବିନହଦଦ୍ କହନ୍ତି, 'ତୁମ୍ଭେ ଆପଣା ରୂପା, ସୁନା, ଭାର୍ୟ୍ଯା ଓ ସନ୍ତାନମାନଙ୍କୁ ମାେ ହସ୍ତ ରେ ସମର୍ପଣ କର ବୋଲି ମୁଁ କହି ପଠାଇଲି।
5 Pouco depois, os mensageiros voltaram e disseram: “Assim diz Ben-Hadade: ‘Já exigi que entregasse sua prata, seu ouro, suas esposas e seus filhos.
6 ଆସନ୍ତାକାଲି ପ୍ରାଯ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ମାରେ ଦାସମାନଙ୍କୁ ପଠାଇବି, ସମାନେେ ତୁମ୍ଭର ଗୃହ ଓ ତୁମ୍ଭ ଅଧିକାରୀମାନଙ୍କର ଗୃହ ଅନୁସନ୍ଧାନ କରିବେ। ଯାହା କିଛି ମୂଲ୍ଯବାନ ଜିନିଷ ପାଇବେ ସମାନେେ ନଇେଯିବେ।'
6 Mas amanhã, a esta hora, enviarei meus oficiais para vasculharem seu palácio e as casas de seus oficiais e tomarem tudo que considerarem de valor’”.
7 ତେଣୁ ରାଜା ଆହାବ୍ ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇଲେ ଏବଂ କହିଲେ, ମୁଁ ବିନଯ କରି କହୁଛି, ବିଗ୍ଭର କର, ବିନ୍ହଦଦ୍ ଅସୁବିଧା ସୃଷ୍ଟି କରୁଛି। ପ୍ରଥମେ ସେ ମାରେ ଭାର୍ୟ୍ଯା, ମାରେ ସନ୍ତାନଗଣ, ମାରେ ସୂନା, ରୂପା ନବୋକୁ ଲୋକ ପଠାଇଲା ଓ ସେ ସବୁ ଦବୋକୁ ମୁଁ ସମ୍ମତ ହଲିେ। ମାତ୍ର ସେ ବର୍ତ୍ତମାନ ସବୁକିଛି ନବୋକୁ ଗ୍ଭହୁଁଛି।
7 Então Acabe convocou todas as autoridades de Israel e lhes disse: “Vejam como esse homem quer nossa desgraça! Já concordei em lhe entregar minhas esposas, meus filhos, minha prata e meu ouro!”.
8 ଏଥି ରେ ସମସ୍ତ ପ୍ରାଚୀନବର୍ଗ ଓ ସମସ୍ତ ଲୋକ ରାଜାଙ୍କୁ କହିଲେ, ଆପଣ ତାଙ୍କ କଥା ରେ କର୍ଣ୍ଣପାତ କରନ୍ତୁ ନାହିଁ କିମ୍ବା ସେଥି ରେ ସମ୍ମତ ହୁଅନ୍ତୁ ନାହିଁ।
8 “Não ceda a nenhuma outra exigência!”, aconselharam as autoridades e o povo.
9 ବର୍ତ୍ତମାନ ଆହାବ୍ ବିନହଦଦ୍ଙ୍କ ନିକଟକୁ ସମ୍ବାଦ ପଠାଇ କହିଲେ, ପ୍ରଥମେ ଆପଣ ଯାହା କହିଥିଲେ ମୁଁ ତାହା କରିବି ମାତ୍ର ଦ୍ବିତୀୟ ରେ ଯେଉଁ ଆଜ୍ଞା ଦେଲେ ତାହା ପାଳନ କରିବି ନାହିଁ।
9 Portanto, Acabe respondeu aos mensageiros de Ben-Hadade: “Digam ao meu senhor, o rei: ‘Eu lhe darei tudo que pediu da primeira vez, mas não posso aceitar sua última exigência’”. Os mensageiros voltaram a Ben-Hadade com essa resposta.
10 ତା'ପରେ ସହେି ଦୂତମାନେ ଅନ୍ୟ ଏକ ବାର୍ତ୍ତା ନଇେ ବନ୍ହଦଦ୍ଠାରୁ ଫରେି ଆସିଲେ ଓ କହିଲେ, ମୁଁ ପ୍ରତିଜ୍ଞା କରୁଛି ଯେ, ଶମରିଯାକୁ ସମ୍ପର୍ଣ୍ଣ ଧୂଳିସାତ୍ କରିବି। ସେ ନଗର ରେ କିଛି ରହିବ ନାହିଁ। ଏପରି ମାରେ ଲୋକମାନଙ୍କ ପାଇଁ ମୁଠାଏ ଧୂଳି ମଧ୍ଯ ଆଣିବାକୁ ରହିବ ନାହିଁ। ଯଦି ମୁଁ ଏହା ନ କରେ ତବେେ ଦବେତାମାନଙ୍କ ଦ୍ବାରା ମୁଁ ଅଧିକ ଦଣ୍ତିତ ହାଇପୋ ରେ।
10 Então Ben-Hadade enviou a seguinte mensagem a Acabe: “Que os deuses me castiguem severamente se restar pó suficiente de Samaria para dar um punhado a cada um de meus soldados!”.
11 ରାଜା ଆହାବ୍ ଉତ୍ତର ଦେଲେ, ବିନ୍ହଦଦ୍ଙ୍କୁ କୁହ ସାଞ୍ଜୁ ପରିଧାନ କରିଥିବା ଲୋକ ସାଞ୍ଜୁ କାଢିବା ପାଇଁ ଜୀବିତ ଥିବା ଲୋକପରି ଦର୍ପ ନ କରୁ।
11 O rei de Israel respondeu: “O guerreiro que se arma com sua espada para lutar não deve se vangloriar como o guerreiro que já venceu”.
12 ରାଜା ବିନହଦଦ୍ ଅନ୍ୟ ରାଜାମାନଙ୍କ ସହିତ ପାନ କରୁଥିବା ସମୟରେ ଦୂତମାନେ ଏ ସମ୍ବାଦ ଦେଲେ। ରାଜା ତାଙ୍କର ଲୋକମାନଙ୍କୁ ପ୍ରସ୍ତୁତ ହବୋକୁ ଆଦେଶ ଦେଲେ। ତେଣୁ ସମାନେେ ପ୍ରସ୍ତୁତ ହାଇେ ନଗର ବିରୁଦ୍ଧ ରେ ଆକ୍ରମଣ କରିବାକୁ ବାହାରିଲେ।
12 A resposta de Acabe chegou a Ben-Hadade e aos outros reis quando bebiam em suas tendas. “Preparem-se para atacar!”, ordenou Ben-Hadade a seus oficiais. E eles se prepararam para atacar a cidade.
13 ସହେି ସମୟରେ ଜଣେ ଭବିଷ୍ଯଦ୍ବକ୍ତା ଇଶ୍ରାୟେଲ ରାଜାଙ୍କ ନିକଟକୁ ଆସି କହିଲେ, ହେ ରାଜା ଆହାବ୍ ସଦାପ୍ରଭୁ ଏହା କୁହନ୍ତି, 'ତୁମ୍ଭେ ଏହି ବିପୁଳ ସୈନ୍ଯବାହିନୀ ଦେଖୁଛ? ମୁଁ ସଦାପ୍ରଭୁ, ତୁମ୍ଭରି ଦ୍ବାରା ଏହାକୁ ପରାଜିତ କରାଇବି, ତାହା ହେଲେ ତୁମ୍ଭେ ମାେତେ ସଦାପ୍ରଭୁ ବୋଲି ଜାଣିବ।
13 Enquanto isso, um profeta foi a Acabe, rei de Israel, e lhe disse: “Assim diz o S enhor : ‘Está vendo esse enorme exército inimigo? Hoje eu o entregarei em suas mãos. Com isso, você saberá que eu sou o S enhor ’”.
14 ତହୁଁ ଆହାବ୍ କହିଲେ, କାହାଦ୍ବାରା ପରାଜିତ କରାଇବେ?
14 Acabe perguntou: “Por meio de quem ele fará isso acontecer?”. O profeta respondeu: “Assim diz o S “Devemos atacar primeiro?”, perguntou Acabe. “Sim”, respondeu o profeta.
15 ତେଣୁ ଆହାବ୍ ପ୍ରଦେଶର ୟୁବା ଅଧିପତିମାନଙ୍କୁ ଏକତ୍ରୀତ କରି ଗଣିଲେ। ସମାନଙ୍କେ ସଂଖ୍ଯା 232 ହେଲା। ତା'ପରେ ଇଶ୍ରାୟେଲର ସୈନ୍ଯମାନଙ୍କୁ ଏକତ୍ରୀତ କରି ଗଣି ଦେଖିଲେ, ସମାନଙ୍କେ ସଂଖ୍ଯା 7,000 ହେଲା।
15 Então Acabe convocou os 232 soldados dos comandantes das províncias. Em seguida, reuniu o restante do exército de Israel, cerca de sete mil homens.
16 ମଧ୍ଯାହ୍ନ ରେ ଯେତବେେଳେ ରାଜା ବିନ୍ହଦଦ୍ ଓ ବତିଶ ଜଣ ଅନ୍ୟ ରାଜା ନିଜ ଶିବିର ରେ ପାନ କରୁଥିଲେ ଓ ମତ୍ତ ହାଇେଥିଲେ, ସହେି ସମୟରେ ଆହାବ୍ ଆକ୍ରମଣ ଆରମ୍ଭ କରି ଦେଲେ।
16 Por volta do meio-dia, quando Ben-Hadade e os 32 reis aliados ainda estavam em suas tendas, bebendo até ficarem bêbados,
17 ପ୍ରଦେଶର ୟୁବା ଅଧିପତିମାନେ ପ୍ରଥମେ ଆକ୍ରମଣ କଲେ। ବିନହଦଦ୍ର ଲୋକମାନେ ତାକୁ ସମ୍ବାଦ ଦେଲେ: ଶମରିଯାର ଲୋକମାନେ ଅଗ୍ରସର କରୁଛନ୍ତି ଆକ୍ରମଣ କରିବା ପାଇଁ।
17 o primeiro contingente, formado pelos soldados dos comandantes das províncias, saiu da cidade. Quando eles se aproximavam, os espiões de Ben-Hadade o avisaram: “Há alguns soldados vindo de Samaria”.
18 ତେଣୁ ବିନ୍ହଦଦ୍ କହିଲେ, ସମାନେେ ସନ୍ଧି ପାଇଁ ଆସିଥିଲେ ତାଙ୍କୁ ଜୀବିତ ଧର ଓ ଯଦି ସମାନେେ ୟୁଦ୍ଧପାଇଁ ଆସିଥିଲେ ସମାନଙ୍କେୁ ଜୀବିତ ଧର।
18 Ele ordenou: “Quer tenham vindo em paz, quer para guerrear, tragam esses soldados com vida!”.
19 ଏହା ମଧିଅରେ ପ୍ରଦେଶର ୟୁବା ଅଧିପତିମାନେ ସେ ଆକ୍ରମଣର ନତେୃତ୍ବ ନେଲେ ଓ ଇଶ୍ରାୟେଲର ସୈନ୍ଯମାନେ ତାଙ୍କର ଅନୁସରଣ କଲେ।
19 Os soldados dos comandantes das províncias de Acabe e todo o exército haviam saído para lutar.
20 ଇଶ୍ରାୟେଲର ପ୍ରେତ୍ୟକକ ଯୋଦ୍ଧା ତାଙ୍କ ବିରୁଦ୍ଧ ରେ ଆସିଥିବା ଶତୃମାନଙ୍କୁ ବଧ କଲେ, ତା'ପରେ ଇଶ୍ରାୟେଲୀୟମାନେ ଅରାମୀଯମାନେ ପଳାଯନକାରୀମାନଙ୍କ ପଛ ରେ ଗୋଡଇଲେ। ଅରାମର ରାଜା ବିନହଦଦ୍ ଅଶ୍ବାରୋହୀମାନଙ୍କ ସହିତ ଏକ ଅଶ୍ବ ପୃଷ୍ଠ ରେ ପଳାଇୟାଇ ନିଜକୁ ରକ୍ଷା କଲେ।
20 Cada soldado israelita matou seu adversário sírio e, de repente, todo o exército sírio fugiu. Os israelitas os perseguiram, mas o rei Ben-Hadade e alguns dos cavaleiros fugiram a cavalo.
21 ରାଜା ଆହାବ୍ ଅରାମର ସମସ୍ତ ଅଶ୍ବ ଓ ରଥକୁ ଅଧିକାର କରିବାର ନତେୃତ୍ବ ନେଲେ ଓ ଅରାମୀଯମାନଙ୍କୁ ସମୂଳେ ପରାଜିତ କଲେ।
21 O rei de Israel destruiu os outros cavalos e carros de guerra e massacrou os sírios.
22 ତା'ପରେ ଭବିଷ୍ଯଦ୍ବକ୍ତା ଆହାବ୍ଙ୍କ ନିକଟକୁ ୟାଇ କହିଲେ, ଅରାମର ରାଜା ବିନହଦଦ୍ ପୁନର୍ବାର ୟୁଦ୍ଧ କରିବାକୁ ଆସନ୍ତା ବସନ୍ତ ରେ ଆସିବ। ତୁମ୍ଭେ ଘରକୁ ୟାଇ ନିଜର ସୈନ୍ଯବାହିନୀକୁ ସବଳ କର ଓ ଚିହ୍ନ। ସାବଧାନ ଭାବରେ ତାଙ୍କୁ ପ୍ରତିରକ୍ଷା ଦବୋକୁ ସୁଚିନ୍ତିତ ଯୋଜନା କର।
22 Depois disso, o profeta disse ao rei Acabe: “Prepare-se para outro ataque. Comece a planejar desde já, pois o rei da Síria voltará na virada do ano”.
23 ବିନ୍ହଦଦ୍ର ଅଧିକାରୀମାନେ ତାଙ୍କୁ କହିଲେ, ଇଶ୍ରାୟେଲର ଦବେତାଗଣ ପର୍ବତଗଣର ଦବେତାଗଣ ଅଟନ୍ତି। ତେଣୁ ଇଶ୍ରାୟେଲୀମାନେ ବିଜଯୀ ହେଲେ। ଆମ୍ଭମାନେେ ପର୍ବତ ରେ ୟୁଦ୍ଧକରି ହାରିଲୁ। ମାତ୍ର ଆମ୍ଭମାନେେ ଯଦି ପଦା ରେ ୟୁଦ୍ଧ କରୁ, ତବେେ ଆମ୍ଭେ ସମାନଙ୍କେ ଅପେକ୍ଷା ଅଧିକ ଶକ୍ତିଶାଳୀ ହବେୁ।
23 Depois da derrota, os oficiais de Ben-Hadade lhe disseram: “Os deuses israelitas são deuses dos montes; por isso venceram. Mas podemos derrotá-los com facilidade nas planícies.
24 ଏହା ହିଁ ତୁମ୍ଭର କରିବା ଉଚିତ୍। ଆଉ ସୈନ୍ଯଗ୍ଭଳନା ଦାଯିତ୍ବ ବତିଶ ରାଜାମାନଙ୍କ ବଦଳ ରେ ସନୋପତିମାନଙ୍କ ହସ୍ତ ରେ ଦିଅନ୍ତୁ।
24 Desta vez, porém, substitua os reis por outros comandantes.
25 ଆଉ ଆପଣ ହରାଇଥିବା ସୈନ୍ଯ ବଦଳ ରେ ସୈନ୍ଯ, ଅଶ୍ବ ବଦଳ ରେ ଅଶ୍ବ ଓ ରଥ ବଦଳ ରେ ରଥ ସଂଗ୍ରହ କରନ୍ତୁ। ଆମ୍ଭମାନେେ ପଦା ରେ ଲଢିବା। ପୁଣି ଆମ୍ଭମାନେେ ନିଶ୍ଚଯ ସମାନଙ୍କେ ଅପେକ୍ଷା ବଳବାନ୍ ହବୋ ଓ ଜିତିବା। ରାଜା ସମାନଙ୍କେର ପ୍ରସ୍ଥାବ ଗ୍ରହଣ କଲେ ଓ ସହେିରୂପେ କାର୍ୟ୍ଯ କଲେ।
25 Reúna outro exército como o que o senhor perdeu. Dê-nos o mesmo número de cavalos e carros de guerra, e lutaremos contra os israelitas nas planícies. Certamente os derrotaremos!”. O rei Ben-Hadade fez conforme aconselharam.
26 ଅନନ୍ତର ପରବର୍ଷ ବସନ୍ତ ରେ ବିନ୍ହଦଦ୍ ଅରାମୀଯମାନଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଅଫକେକୁ ଗଲେ।
26 Na virada do ano, convocou o exército sírio e marchou novamente contra Israel, dessa vez em Afeque.
27 ଇଶ୍ରାୟେଲୀୟ ସୈନ୍ଯ ୟୁଦ୍ଧ ପାଇଁ ପ୍ରସ୍ତୁତ ହେଲେ ଓ ଅରାମୀଯ ସୈନ୍ଯଗଣ ଆଡକୁ ମାଡି ଗ୍ଭଲି ରେ। ସମାନେେ ଅରାମୀଯମାନଙ୍କ ବିପରୀତ ପାଶର୍‌ବ ରେ ଶିବିର ସ୍ଥାପନ କଲେ। ମାତ୍ର ଇଶ୍ରାୟେଲର ସୈନ୍ଯଗଣ ଦୁଇଟି କ୍ଷୁଦ୍ର ଛାଗପଲ ସଦୃଶ ଦଖାେ ଯାଉଥିଲା ବେଳେ ଅରାମୀଯମାନେ ସମଗ୍ର ଦେଶ ରେ ବ୍ଯାପି ୟାଇଥିଲେ।
27 Israel reuniu seu exército, organizou linhas de abastecimento e saiu para lutar. Mas, em comparação com o enorme exército sírio que cobria todo o campo, os israelitas pareciam dois pequenos rebanhos de cabras.
28 ଏହି ସମୟରେ ପରମେଶ୍ବରଙ୍କ ପ୍ ରରେିତ ଜଣେ ଲୋକ ଆହାବ୍ଙ୍କୁ ଆସି କହିଲେ, ସଦାପ୍ରଭୁ କୁହନ୍ତୁ, 'ଅରାମୀଯ ଲୋକମାନେ କହିଛନ୍ତି ସଦାପ୍ରଭୁ ପ୍ରର୍ବତଗଣ ପରମେଶ୍ବର ଅଟନ୍ତି କିନ୍ତୁ ତଳଭୂମିର ପରମେଶ୍ବର ନୁହଁନ୍ତି। ତେଣୁ ମୁଁ ତୁମ୍ଭକୁ ଏହି ବିଶାଳ ସୈନ୍ଯବାହିନୀକୁ ପରାସ୍ତ କରିବାକୁ ଦବେି। ଯାହା ଫଳ ରେ ମୁଁ ଯେ ପରମେଶ୍ବର ତୁମ୍ଭେ ଜାଣି ପାରିବ।'
28 O homem de Deus foi ao rei de Israel e lhe disse: “Assim diz o S enhor : ‘Os sírios pensam que o S enhor é um deus dos montes, e não das planícies. Por isso, entregarei todo o enorme exército sírio em suas mãos. Então vocês saberão que eu sou o S enhor ’”.
29 ଦୁଇ ସୈନ୍ଯବାହିନୀ ସାତଦିନ ଧରି ସମ୍ମଖାସମ୍ମୁଖୀ ହାଇେ ଶିବିର ସ୍ଥାପନ କରି ରହିଲେ। ସପ୍ତମ ଦିନ ରେ ୟୁଦ୍ଧ ଆରମ୍ଭ ହେଲା ଓ ଇଶ୍ରାୟେଲୀୟ ସୈନ୍ଯମାନେ ଗୋଟିଏ ଦିନ ରେ ଅରାମୀଯ ସୈନ୍ଯମାନଙ୍କ ମଧ୍ଯରୁ 1,00,000 ପଦାତିକ ସୈନ୍ଯ ବଧ କଲେ।
29 Os dois exércitos acamparam um de frente para o outro durante sete dias e, no sétimo dia, a batalha começou. Os israelitas mataram cem mil soldados de infantaria dos sírios em um só dia.
30 ମାତ୍ର ଅବଶିଷ୍ଟ ସମସ୍ତ ଲୋକ ଅଫକେକୁ ପଳାଇ ନଗର ରେ ପ୍ରବେଶ କଲେ। ଆଉ 27,000 ସୈନ୍ଯମାନଙ୍କ ଉପରେ ପାଚରେୀ ପଡିଲା। ବିନ୍ହଦଦ୍ ନଗର ମଧ୍ଯକୁ ପଳାଇ ୟାଇ ଏକ କଠାେରୀ ରେ ଲୁଚି ରହିଲେ।
30 O restante fugiu para a cidade de Afeque, mas o muro caiu sobre eles e matou mais 27 mil. Ben-Hadade fugiu para a cidade e se escondeu num quarto secreto.
31 ତାଙ୍କର ଦାସମାନେ ସମାନଙ୍କେୁ କହିଲ, ଆମ୍ଭେ ଶୁଣିଅଛୁ ଯେ ଇଶ୍ରାୟେଲୀୟ ରାଜଗଣ ଦୟାଳୁ ଅଟନ୍ତି। ଆମ୍ଭେ ଆପଣଙ୍କୁ ବିନଯ କରୁଛୁ, ଆମ୍ଭମାନଙ୍କୁ କଟି ରେ ଅଖା ପିନ୍ଧିବାକୁ ଓ ମୁଣ୍ତ ରେ ରଜ୍ଜୁ ବିନ୍ଧିବାକୁ ଦିଅନ୍ତୁ ଓ ଇଶ୍ରାୟେଲ ରାଜାଙ୍କ ନିକଟକୁ ୟିବାକୁ ଦିଅନ୍ତୁ। ହୁଏତ୍ ସେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦବେେ।
31 Os oficiais de Ben-Hadade lhe disseram: “Senhor, ouvimos que os reis de Israel são misericordiosos. Vamos nos humilhar, usar panos de saco na cintura e cordas na cabeça e nos render ao rei de Israel. Talvez ele deixe o senhor viver”.
32 ତହୁଁ ସମାନେେ କଟି ରେ ଅଖା ପିନ୍ଧି ଓ ମୁଣ୍ତ ରେ ରଜ୍ଜୁ ବାନ୍ଧି ଇଶ୍ରାୟେଲର ରାଜା ନିକଟକୁ ୟାଇ ବିନଯର ସହିତ କହିଲେ, ତୁମ୍ଭର ଦାସ ବିନ୍ହଦଦ୍ କହୁଛି, 'ଦୟାକରି ମାେତେ ବଞ୍ଚାନ୍ତୁ।'
32 Então vestiram panos de saco e cordas, foram ao rei de Israel e suplicaram: “Seu servo Ben-Hadade diz: ‘Peço que me deixe viver!’”. O rei de Israel respondeu: “Ele ainda está vivo? Ele é meu irmão!”.
33 ବିନ୍ହଦଦ୍ର ଲୋକମାନେ ଜାଣିବାକୁ ଚାହିଁଲେ, ରାଜା ଆହାବ୍ ବିନ୍ହଦଦ୍ଙ୍କୁ ଦୟା ଦଖାଇବେେ କି ନା, ସମାନେେ ଆଶାକଲେ, ଗୋଟିଏ ସୂଚନା ତାଙ୍କ ବାକ୍ଯକୁ ନିଶ୍ଚିତ କରିବାକୁ, ତେଣୁ ଏହି କଥାର ସତ୍ଯତା ଜାଣିବା ପାଇଁ ଆହାବ୍ ଯେତବେେଳେ ବିନ୍ହଦଦ୍ଙ୍କୁ ଭାଇ ବୋଲି ଡାକିଲା, ସମାନେେ ସଙ୍ଗେ ସଙ୍ଗେ କହିଲେ, ହିଁ! ବିନ୍ହଦଦ୍ ତୁମ୍ଭର ଭାଇ।
33 Os homens interpretaram isso como um bom sinal e, aproveitando essas palavras, responderam: “Sim, seu irmão Ben-Hadade!”. “Vão buscá-lo”, disse o rei de Israel. E, quando Ben-Hadade chegou, Acabe o convidou para subir em sua carruagem.
34 ସେତବେେଳେ ବିନ୍ହଦଦ୍ ଆହାବ୍ଙ୍କୁ କହିଲେ, ମାରେ ପିତା ଯେଉଁ ନଗରଗୁଡିକ ତୁମ୍ଭ ପିତାଙ୍କଠାରୁ ନଇେ ଥିଲେ ମୁଁ ତୁମ୍ଭକୁ ସଗେୁଡିକ ଫରୋଇ ଦବୋକୁ ଯାଉଛି। ଯେ ହତେୁ ମାରେ ପିତା ଯେପରି ଶମରିଯା ରେ ବଜାର ଓ ଦୋକାନମାନ କରିଥିଲେ ଆପଣ ଦମ୍ମେଶକରେ ସହେିପରି କରିବେ।
34 Ben-Hadade lhe disse: “Devolverei as cidades que meu pai tomou de seu pai, e você poderá estabelecer centros de comércio em Damasco, como meu pai fez em Samaria”. Acabe disse: “Sob essas condições, eu o libertarei”. Então os dois fizeram um acordo, e Ben-Hadade foi liberto.
35 ଭବିଷ୍ଯଦ୍ବକ୍ତାଗଣଙ୍କ ମଧ୍ଯରୁ ଜଣେ ବକ୍ତା ନିଜର ସାଥୀକୁ କହିଲା, ମାେତେ ମାର! ସେ ଏକଥା ସଦାପ୍ରଭୁଙ୍କ ଆଜ୍ଞା ରେ କହିଲା। ମାତ୍ର ସେ ଲୋକ ମାରିବା ପାଇଁ ମନା କଲା।
35 Enquanto isso, o S enhor instruiu um dos membros de um grupo de profetas a dizer a outro: “Dê um soco em mim!”, mas o homem se recusou a fazê-lo.
36 ତେଣୁ ପ୍ରଥମ ଭବିଷ୍ଯଦ୍ବକ୍ତା କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ପାଳନ କଲ ନାହିଁ। ତେଣୁ ତୁମ୍ଭେ ଏସ୍ଥାନ ତ୍ଯାଗ କଲା ବେଳେ ଗୋଟିଏ ସିଂହ ତୁମ୍ଭକୁ ବଧ କରିବ। ଯେତବେେଳେ ଦ୍ବିତୀୟ ଭବିଷ୍ଯଦ୍ବକ୍ତା ସେ ସ୍ଥାନରୁ ଗଲା, ଗୋଟିଏ ସିଂହ ତାକୁ ବଧ କଲା।
36 Então o profeta lhe disse: “Como você não obedeceu à voz do S enhor , um leão o matará assim que você sair daqui”. E, quando ele partiu, um leão o atacou e o matou.
37 ପ୍ରଥମ ଭବିଷ୍ଯଦ୍ବକ୍ତା ଅନ୍ୟ ଜଣେ ଲୋକକୁ କହିଲା, ମୁଁ ବିନଯ କରୁଅଛି, ତୁମ୍ଭେ ମାେତେ ମାର!
37 Em seguida, o profeta se dirigiu a outro homem e disse: “Dê um soco em mim!”. O homem deu um soco no profeta e o feriu.
38 ତେଣୁ ଭବିଷ୍ଯଦ୍ବକ୍ତା ଆପଣା ମୁଖ ରେ ବସ୍ତ୍ର ଆବୃତ କରି ଛଦ୍ମ ବେଶ ରେ ରହିଲା ଓ ତାକୁ କହେି ଜାଣିପାରିଲେ ନାହିଁ। ସେ ପଥ ମଧିଅରେ ସହେି ଦେଶ ରେ ରାଜାଙ୍କୁ ଅପେକ୍ଷା କରି ରହିଲା।
38 O profeta colocou uma faixa de pano sobre os olhos para se disfarçar e esperou pelo rei junto à estrada.
39 ରାଜା ତା'ବାଟ ଦଇେ ଗଲା ବେଳେ ସେ ରାଜାଙ୍କୁ କହିଲା, ମୁଁ ୟୁଦ୍ଧ ଭୂମିକୁ ୟାଇଥିଲି। ଆମ୍ଭର ଜଣେ ଲୋକ ଜଣେ ଶତୃ ସୈନ୍ଯକୁ ଆଣି ମାେତେ କହିଲେ, 'ଏହି ଲୋକଟିକୁ ଜଗ, ଯଦି ସେ ପଳାଯନ କରେ ତବେେ ତୁମ୍ଭେ ତା' ବଦଳ ରେ ତୁମ୍ଭର ଜୀବନ ଦବେ। ନଚେତ୍ ଏକତାଳନ୍ତ ରୂପା ଦବେ।'
39 Quando o rei ia passando, o profeta gritou: “Eu, seu servo, estava no meio da batalha acirrada quando, de repente, alguém me trouxe um prisioneiro e disse: ‘Vigie este homem. Se ele escapar, você morrerá ou pagará uma multa de 35 quilos de prata!’.
40 ମୁଁ ଏଣେ ତଣେେ କାର୍ୟ୍ଯରତ ଥିଲା ବେଳେ ସେ ଖସିଗଲା।
40 Contudo, enquanto eu estava ocupado fazendo outra coisa, o prisioneiro desapareceu”. “A culpa é sua”, respondeu o rei. “Você mesmo pronunciou sua condenação.”
41 ଏହାପରେ ସହେି ଭବିଷ୍ଯତ ବକ୍ତା ତା'ର ମୁହଁରୁ ବସ୍ତ୍ର କାଢିନଲୋ। ଇଶ୍ରାୟେଲର ରାଜା ତାକୁ ଜାଣିଲେ ଯେ ସେ ଭବିଷ୍ଯଦ୍ବକ୍ତାମାନଙ୍କ ମଧ୍ଯରୁ ଅନ୍ୟତମ।
41 Então, sem demora, o profeta tirou a faixa dos olhos, e o rei de Israel reconheceu que era um dos profetas.
42 ତତ୍ପରେ ସେ ଭବିଷ୍ଯଦ୍ବକ୍ତା ରାଜାଙ୍କୁ କହିଲେ, ସଦାପ୍ରଭୁ ଏହିକଥା କହନ୍ତି, 'ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ଦଇେଥିଲୁ, ତୁମ୍ଭେ ତାକୁ ଆପଣା ହସ୍ତ ରେ ଛାଡିଅଛ। ଏଣୁ ତା'ର ପ୍ରାଣ ବଦଳ ରେ ତୁମ୍ଭର ପ୍ରାଣ ୟିବ। ଆଉ ତାହାର ଲୋକମାନଙ୍କ ବଦଳ ରେ ତୁମ୍ଭର ଲୋକମାନେ ଯିବେ।'
42 O profeta lhe disse: “Assim diz o S enhor : ‘Uma vez que você poupou o homem que eu havia ordenado que fosse destruído, você deve morrer em lugar dele, e seu povo, em lugar do povo dele’”.
43 ତା'ପରେ ଇଶ୍ରାୟେଲର ରାଜା ବିଦୀର୍ଣ୍ଣ ଓ ବ୍ଯସ୍ତତା ହାଇେ ଶମରିଯା ରେ ପହନ୍ଚିଲେ।
43 O rei de Israel foi para casa, em Samaria, indignado e aborrecido.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Reis 20, comparar traduções ou montar um estudo — tudo direto pelo WhatsApp.