1 Reis 21

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଶମରିଯା ନଗରସ୍ଥ ରାଜା ଆହାବଙ୍କ ପ୍ରାସାଦ ନିକଟରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ୟିଷ୍ରିଯଲେୀଯ ନିବାସୀ ନାବୋତ ଏହି ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଥିଲେ।
1 Passado tudo isso, aconteceu o seguinte: Nabot de Jezrael possuía uma vinha nessa cidade, ao lado do palácio de Acab, rei de Samaria.
2 ଦିନେ ନାବୋତକୁ ରାଜା ଆହାବ୍ ଡାକି କହିଲେ, ମାେତେ ତୁମ୍ଭର ଏହି ଦ୍ରାକ୍ଷାକ୍ଷେତ୍ରଟି ଦିଅ, ମୁଁ ସେଥି ରେ ପନିପରିବା କରିବି। କାରଣ ଏହା ମାେ ପ୍ରାସାଦ ନିକଟରେ ଅଛି। ଏହି କ୍ଷେତ୍ର ବଦଳ ରେ ମୁଁ ତୁମ୍ଭକୁ ଏକ ଭଲ ଦ୍ରାକ୍ଷାକ୍ଷେତ୍ର ଦବେି। ନଚେତ୍ ତୁମ୍ଭେ ଯଦି ଇଚ୍ଛା କରିବ, ତବେେ ମୁଁ ଏହାର ମୂଲ୍ଯ ରେ ୗପ୍ୟ-ମୁଦ୍ରା ଆକାର ରେ ଦବେି।
2 Acab disse a Nabot: Cede-me tua vinha, para que eu a transforme numa horta, porque está junto de minha casa. Dar-te-ei em troca uma vinha melhor, ou se o preferires, pagar-te-ei em dinheiro o seu valor.
3 ନାବୋତ ଆହାବ୍ଙ୍କୁ କହିଲେ, ମୁଁ କବେେ ହେଲେ ମାରେ ପୈତୃକ ଭୂମିକୁ ତୁମ୍ଭକୁ ଦବେି ନାହିଁ, ଏହା ପରମେଶ୍ବର ମନା ନକରନ୍ତୁ।
3 Nabot, porém, respondeu a Acab: Deus me livre de ceder-te a herança de meus pais!
4 ନାବୋତଙ୍କ କଥା ଆହାବ୍ଙ୍କୁ ବହୁତ ବାଧିଲା। ସେ ଅସନ୍ତୁଷ୍ଟ ହେଲେ ଓ ରାଗିଗଲେ। କାରଣ ନାବୋତ ତାଙ୍କର, ପୈତୃକ ସମ୍ପତ୍ତି ଦବେେ ନାହିଁ ବୋଲି ମନା କଲେ। ତେଣୁ ଏପରି ଖରାପ ମିଜାସ ରେ ସେ ଘରକୁ ଫରେିଲେ। ଏଣୁ ଆହାବ୍ ନ ଖାଇ ନ ପିଇ ଶୟ୍ଯା ରେ ପଡି ରହିଲେ।
4 Acab voltou para a sua casa sombrio e irritado, por ter Nabot de Jezrael recusado ceder-lhe a herança de seus pais. Estendeu-se na cama com o rosto voltado para a parede, e não quis comer.
5 ଆହାବ୍ଙ୍କ ପତ୍ନୀ ଈଷବଲେ ତାଙ୍କ ନିକଟକୁ ୟାଇ ତାଙ୍କୁ କହିଲେ, ତୁମ୍ଭେ କାହିଁକି ଏତେ ଦୁଃଖିତ ଓ କାହିଁକି ଭୋଜନ କରୁନାହିଁ?
5 Jezabel, sua mulher, veio ter com ele e disse-lhe: Por que estás de mau humor e não queres comer?
6 ଆହାବ୍ ଉତ୍ତର ରେ କହିଲେ, ମୁଁ ୟିଷ୍ରିଯଲେୀଯ ନାବୋତକୁ କହିଲି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ରଟି ମାେତେ ଦିଅ ଓ ତା' ବଦଳ ରେ ରେ ୗପ୍ୟମୁଦ୍ରା ନିଅ ନଚେତ୍ ତୁମ୍ଭର ପସନ୍ଦ ମୁତାବକ ତା'ରି ଅନୁରୂପ ଏକ ଦ୍ରାକ୍ଷାକ୍ଷେତ୍ର ନିଅ। ମାତ୍ର ସେ କହିଲା, ମୁଁ ତୁମ୍ଭକୁ ମାରେ ଦ୍ରାକ୍ଷାକ୍ଷେତ୍ର ଦବୋକୁ ଯାଉନାହିଁ।
6 Ele respondeu: Falei a Nabot de Jezrael, propondo-lhe que me vendesse a sua vinha, ou, se o preferisse, que a trocasse comigo por outra melhor; mas ele respondeu-me: Não te cederei a minha vinha.
7 ତାଙ୍କର ପତ୍ନୀ ଈଷବଲେ ତାଙ୍କୁ କହିଲେ, ତୁମ୍ଭେ କ'ଣ ଇଶ୍ରାୟେଲର ରାଜା ନୁହଁ? ଉଠ, ଭୋଜନ କର ଓ ତୁମ୍ଭର ମନ ଓ ଶରୀର ପୁଲକିତ ହେଉ। ମୁଁ ତୁମ୍ଭକୁ ୟିଷ୍ରିଯଲେୀଯ ନାବୋତର ଦ୍ରାକ୍ଷାକ୍ଷେତ୍ର ଦବେି।
7 Jezabel, sua mulher, disse-lhe: Não és tu, porventura, o rei de Israel? Vamos! Come, não te incomodes. Eu te darei a vinha de Nabot de Jezrael.
8 ତହୁଁ ଈଷବଲେ ଆହାବ୍ଙ୍କ ନାମ ରେ ପତ୍ର ଲେଖି ତାଙ୍କର ମାହେର ମାରି ନାବୋତ ନଗରସ୍ଥ ଓ ତାହାର ପ୍ରାଚୀନଗଣଙ୍କ ପାଖରୁ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସହେି ପତ୍ର ପଠାଇଲେ।
8 Escreveu ela, então, uma carta em nome do rei, selou-a com o selo real, e mandou-a aos anciãos e aos notáveis da cidade, concidadãos de Nabot.
9 ସହେି ପତ୍ର ରେ ସେ ଏହା ଲେଖିଥିଲେ:
9 Eis o que dizia na carta: Promulgai um jejum, fazei sentar Nabot num lugar de honra,
10 ଦୁଇଜଣ ପାପଧମ ଲୋକଙ୍କୁ ଖାଜେ ଓ ସମାନଙ୍କେୁ ନାବୋତ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବୋକୁ କୁହ। ସମାନେେ କହିବେ ଯେ, ସମାନେେ ଶୁଣିଲେ, ନାବୋତ ପରମେଶ୍ବର ଓ ରାଜାଙ୍କୁ ଅଭିଶାପ ଦଇେଛନ୍ତି। ତା'ପରେ ତାକୁ ନଗର ବାହାରକୁ ନଇେ ପଥରମାରି ବଧ କର।
10 e mandai vir diante dele dois homens inescrupulosos que o acusem, dizendo: Este amaldiçoou a Deus e ao rei. - Conduzi-o em seguida para fora da cidade e apedrejai-o até que morra!
11 ତେଣୁ ନାବୋତର ନଗରସ୍ଥ ପ୍ରାଚୀନ ଓ ପ୍ରଧାନବର୍ଗ ଈଷବଲଙ୍କେ ପ୍ ରରେିତ ପତ୍ର ଅନୁସାରେ କାର୍ୟ୍ଯ କଲେ।
11 Os homens da cidade, os anciãos e os notáveis, concidadãos de Nabot, fizeram o que ordenava Jezabel, segundo o conteúdo da carta que lhes tinha mandado.
12 ସମାନେେ ଗୋଟିଏ ଉପବାସର ଦିନ ଘୋଷଣା କଲେ। ସମସ୍ତ ଲୋକଙ୍କୁ ଏକତ୍ରୀତ ଡକାଇଲେ ଓ ଲୋକମାନଙ୍କ ସମ୍ମୁଖ ରେ ନାବୋତକୁ ଏକ ବିଶଷେ ଉଚ୍ଚ ସ୍ଥାନ ରେ ବସାଇଲେ।
12 Promulgaram um jejum e fizeram Nabot sentar-se num lugar de honra.
13 ତା'ପରେ ଦୁଇଟି ପାପାଧମ ଲୋକ ଆସି ସମାନଙ୍କେ ସମ୍ମୁଖ ରେ ସାକ୍ଷୀ ଦବୋକୁ ବସିଲେ। ସମାନେେ ମିଥ୍ଯା ସାକ୍ଷ୍ଯ ଦଇେ କହିଲେ ଯେ, ନାବୋତ ପରମେଶ୍ବରଙ୍କୁ ଓ ରାଜାଙ୍କୁ ଅଭିଶାପ ଦଇେଛି। ତହୁଁ ସମାନେେ ନାବୋତକୁ ନଗର ବାହାରକୁ ନଇେ ପଥର ମାରି ବଧ କଲେ।
13 Vieram então os dois miseráveis, colocaram-se diante dele e fizeram publicamente a deposição seguinte contra ele: Nabot amaldiçoou a Deus e ao rei. Depois disto, levaram-no para fora da cidade, onde foi apedrejado e morreu.
14 ତତ୍ପରେ ସମାନେେ ଈଷବଲେ ନିକଟକୁ ବାର୍ତ୍ତା ପ୍ ରରଣେ କରି କହିଲେ, ନାବୋତ ପ୍ରସ୍ତରାଘାତ ରେ ମୃତ୍ଯୁବରଣ କରିଛି।
14 E mandaram dizer a Jezabel: Nabot foi apedrejado e morto.
15 ଯେତବେେଳେ ଈଷବଲେ ନାବୋତର ମୃତ୍ଯୁ ସମ୍ବାଦ ଶୁଣିଲେ, ସେ ଆହାବ୍ଙ୍କୁ କହିଲେ, ୟିଷ୍ରିଯଲେୀଯ ନାବୋତ ଯେ କି ରେ ୗପ୍ୟ ମୁଦ୍ରା ଦଇେ ଦ୍ରାକ୍ଷାକ୍ଷେତ୍ର ଦବୋକୁ ନାସ୍ତି କରିଥିଲା ସେ ବର୍ତ୍ତମାନ ମୃତ। ଏଣିକି ତୁମ୍ଭେ ତା'ର ଦ୍ରାକ୍ଷାକ୍ଷେତ୍ର ଅଧିକାର କର।
15 Quando ela soube que Nabot fora apedrejado e morto, foi dizer a Acab: Vai e toma posse da vinha que Nabot de Jezrael te recusara vender. Ele já não vive; está morto.
16 ତେଣୁ ଆହାବ୍ ଦ୍ରାକ୍ଷାକ୍ଷେତ୍ରକୁ ଗଲେ ଓ ସେ କ୍ଷତକେୁ ଅଧିକାର କଲେ।
16 Acab, tendo ouvido dizer que Nabot morrera, levantou-se e dirigiu-se para a sua vinha, para tomar posse dela.
17 ଏହି ସମୟରେ ତିଶ୍ବୀଯ ଏଲିଯଙ୍କ ନିକଟରେ ସଦାପ୍ରଭୁଙ୍କର ବାର୍ତ୍ତା ଉପସ୍ଥିତ ହେଲା, ଯଥା:
17 Então a palavra do Senhor foi dirigida a Elias, o tesbita:
18 ଶମରିଯାର ବାସିନ୍ଦା ଇଶ୍ରାୟେଲର ରାଜା ଆହାବ୍ ନିକଟକୁ ୟାଅ, ସେ ବର୍ତ୍ତମାନ ନାବୋତର ଦ୍ରାକ୍ଷାକ୍ଷେତ୍ର ରେ ଅଛି; ସେ ତା'ର ଦ୍ରାକ୍ଷାକ୍ଷେତ୍ରକୁ ନିଜ ଅଧିକାରକୁ ଆଣିବାକୁ ୟାଇଛି।
18 Vai; desce ao encontro de Acab, rei de Israel, que mora em Samaria, ei-lo que desce a tomar posse da vinha de Nabot.
19 ଆହାବକୁ କୁହ, ମୁଁ ସଦାପ୍ରଭୁ କହୁଅଛି, 'ତୁମ୍ଭେ ନାବୋତକୁ ହତ୍ଯା କରିଛ ଓ ତା'ର ଦ୍ରାକ୍ଷାକ୍ଷେତ୍ରକୁ ଅଧିକାର କରିଅଛ, ମୁଁ ସଦାପ୍ରଭୁ କହୁଛି, ଯେଉଁ ସ୍ଥାନ ରେ ନାବୋତର ମୃତ୍ଯୁ ହାଇେଛି, ସହେି ସ୍ଥାନ ରେ ତୁମ୍ଭର ମୃତ୍ଯୁ ହବେ। କୁକୁରମାନେ ନାବୋତର ରକ୍ତକୁ ଯେଉଁ ସ୍ଥାନ ରେ ଗ୍ଭଟି ଖାଇଥିଲେ, ସହେି ସ୍ଥାନ ରେ ତୁମ୍ଭର ରକ୍ତ ମଧ୍ଯ ଗ୍ଭଟିବେ।'
19 Dir-lhe-ás: Isto diz o Senhor: Mataste, e agora usurpas! - E ajuntarás: Eis o que diz o Senhor: No mesmo lugar em que os cães lamberam o sangue de Nabot, lamberão também o teu.
20 ଏଲିଯ ଆହାବ୍ଙ୍କ ନିକଟକୁ ଗଲେ, ଆହାବ୍ ଏଲିଯଙ୍କୁ କହିଲେ, ତୁମ୍ଭେ ପୁଣି ମାେତେ ଦଖାେ ଦଲେ, ତୁମ୍ଭେ ସର୍ବଦା ମାରେ ବିରୁଦ୍ଧ ରେ ରହିଛ।
20 Acab exclamou: Encontraste-me de novo, ó meu inimigo? Sim!, respondeu Elias. Porque te vendeste para fazer o mal aos olhos do Senhor.
21 ତେଣୁ ସଦାପ୍ରଭୁ କହନ୍ତି, 'ମୁଁ ତୁମ୍ଭକୁ ଓ ତୁମ୍ଭ ପରିବାରର ଫୁ ସନ୍ତାନମାନଙ୍କୁ ନିଃଶଷେ କରିବି।
21 Farei cair o mal sobre ti, varrer-te-ei, exterminarei da família de Acab em Israel todo varão, seja escravo ou livre.
22 ତୁମ୍ଭର ପରିବାର ଭାଗ୍ଯ ସହେିଭଳି ହବେ, ନବାଟର ପୁତ୍ର ୟାରବିଯାମର ବଂଶ ତୁଲ୍ଯ ଓ ଅହିଯ ପୁତ୍ର ବାଶାର ବଂଶ ତୁଲ୍ଯ ସମ୍ପୂର୍ଣ୍ଣ ଧ୍ବଂସ କରିବି। କାରଣ ତୁମ୍ଭେ ତୁମ୍ଭର ପାପକର୍ମଦ୍ବାରା ମାେତେ ବିରକ୍ତ କରିଅଛ ଓ ଇଶ୍ରାୟେଲର ଲୋକମାନଙ୍କୁ ପାପ କରାଇଅଛ।'
22 Farei de tua casa o que fiz da de Jeroboão, filho de Nabat, e da de Baasa, filho de Aías, porque me provocaste à ira e arrastaste Israel ao pecado.
23 ଆଉ ସଦାପ୍ରଭୁ କହିଲେ, 'ତୁମ୍ଭର ପତ୍ନୀ ଈଷବଲରେ ମୃତ ଶରୀରକୁ ନଗରର କାନ୍ଥ ନିକଟରେ ଗୋଟିଏ ଭୂମି ୟିଷ୍ରିଯଲେ ନଗରର କୁକୁରମାନେ ଖାଇବେ।
23 E eis agora o que diz o Senhor contra Jezabel: Os cães devorarão Jezabel na terra de Jezrael.
24 ଆହାବ୍ର ଯେଉଁ ଲୋକ ନଗର ରେ ମରିବ, କୁକୁରମାନେ ତାକୁ ଖାଇବେ ଓ ଯେଉଁ ଲୋକ କ୍ଷେତ୍ର ରେ ମରିବ, ଆକାଶର ପକ୍ଷୀମାନେ ତାକୁ ଖାଇବେ।'
24 Todo membro da família de Acab que morrer na cidade será devorado pelos cães, e o que morrer no campo será comido pelas aves do céu.
25 ଆହାବ୍ ନିଜର ପତ୍ନୀ ଈଷବଲେ ଦ୍ବାରା ପ୍ରବର୍ତ୍ତିତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଯେତେ ମନ୍ଦକର୍ମ କଲେ, ସପରେି ଆଉ କହେି କରି ନଥିଲେ।
25 Com efeito, não houve ninguém que praticasse tanto o mal aos olhos do Senhor como Acab, excitado como era por sua mulher Jezabel.
26 ଆହାବ୍ ପ୍ରତିମାଗଣଙ୍କୁ ଉପାସନା କରି ଇ ମାରେୀଯମାନଙ୍କ ପରି ଅତିଶଯ ପାପ କଲେ। ତେଣୁ ସଦାପ୍ରଭୁ ସମାନଙ୍କେର ସମସ୍ତ ଭୂମି ନଇେ ଇଶ୍ରାୟେଲୀୟମାନଙ୍କୁ ଦଇେ ଦେଲେ।
26 Levou a abominação ao extremo, seguindo os ídolos dos amorreus, que o Senhor tinha expulsado de diante dos israelitas.
27 ଆହାବ୍ ଏହିକଥା ଶୁଣି ଅତ୍ଯନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ବରୂପ ଅଖା ପିନ୍ଧି ଉପବାସ କରି ଅଖା ରେ ଶାଇେଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।
27 Ouvindo estas palavras, Acab rasgou suas vestes, cobriu-se com um saco e jejuou; dormia, envolto no saco e andava a passos lentos.
28 ସଦାପ୍ରଭୁଙ୍କର ଏହି ବାକ୍ଯ ତିଶ୍ବୀଯ ଏଲିଯଙ୍କ ନିକଟରେ ଉପସ୍ଥିତ ହେଲା,
28 Então a Palavra do Senhor foi dirigida a Elias, o tesbita, nestes termos:
29 ଆହାବ୍ ତା'ର କୁକର୍ମ ବିଷଯ ରେ ଅନୁତାପ କରି ମାେ ସମ୍ମୁଖ ରେ ନିଜକୁ ନମ୍ର କଲା। ତୁମ୍ଭେ ଏହା ଦେଖୁଅଛ। ଏହି ହତେୁ ମୁଁ ବର୍ତ୍ତମାନ ତା'ର ଜୀବନ ରେ କିଛି ଅମଙ୍ଗଳ ଘଟାଇବାକୁ ଯାଉ ନାହିଁ। ତା'ର ପୁତ୍ର ରାଜା ହବୋ ପର୍ୟ୍ଯନ୍ତ ଅପେକ୍ଷା କରିବି ଏବଂ ତା'ପରେ ତା'ର ପରିବାର ପ୍ରତି ବିପର୍ୟ୍ଯଯ ଆଣିବି।
29 Viste como Acab se humilhou diante de mim? Pois que ele assim procedeu, não mandarei o castigo durante a sua vida, mas nos dias de seu filho farei vir a catástrofe sobre a sua casa.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Reis 21, comparar traduções ou montar um estudo — tudo direto pelo WhatsApp.