1 Reis 4

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଏହିପରି ଶଲୋମନ ରାଜା ସମଗ୍ର ଇଶ୍ରାୟେଲ ଉପରେ ରାଜତ୍ବ କଲେ।
1 O rei Salomão reinava sobre todo o Israel.
2 ଏହିମାନେ ଥିଲେ ତାଙ୍କର ଅଧିପତି ଯେ କି ତାଙ୍କୁ ରାଜ୍ଯ ଶାସନ ରେ ସାହାୟ୍ଯ କରୁଥିଲେ। ସମାନେେ ସାଦୋକର ପୁତ୍ର ଯାଜକ ଅସରିଯ ପୁତ୍ରଗଣ ଥିଲେ।
2 Estes são os ministros que o assistiam: Azarias, filho do sacerdote Sadoc;
3 ଶୀଶାର ପୁତ୍ର ଇଲୀହାରଫେ ଓ ଅହିଯ ଉଭୟ ବିଗ୍ଭରାଳଯ ରେ ଯାହା ହେଉଥିଲା ସମାନେେ ଲେଖୁଥିଲେ।
3 Elioref e Aia, filhos de Sisa, escribas; Josafá, filho de Ailud, cronista;
4 ୟିହୋଯାଦାର ପୁତ୍ର ବନାଯ ଥିଲା ସୈନ୍ଯ ବାହୀନିର ସନୋପତି
4 Banaías, filho de Jojada, general do exército; Sadoc e Abiatar, sacerdotes;
5 ନାଥନର ପୁତ୍ର ଅସରିଯ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ଯ ଥିଲା ଓ
5 Azarias, filho de Natã, chefe dos intendentes; Zabud, filho de Natã, conselheiro privado do rei;
6 ଅହୀଶାର୍ ରାଜାଙ୍କର ପ୍ରାସାଦର ଦାଯିତ୍ବ ରେ ଥିଲେ।
6 Aisar, prefeito do palácio; e Adonirão, filho de Abda, dirigente dos trabalhos.
7 ଶ ଲୋମନ ସମଗ୍ର ଇଶ୍ରାୟେଲକୁ ବାର ଭାଗ ରେ ବିଭକ୍ତ କରି ବାରଜଣ ଦଶାେଧ୍ଯକ୍ଷଙ୍କୁ ନିୟୁକ୍ତ କଲେ। ସମାନେେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟ ଯୋଗଇଲେ। ପ୍ରେତ୍ୟକକ ବର୍ଷ ମଧିଅରେ ଏକ ଏକ ମାସ ପାଇଁ ଖାଦ୍ୟଦ୍ରବ୍ଯ ଯୋଗଇଲେ।
7 Salomão tinha doze intendentes estabelecidos sobre todo o Israel, que proviam às necessidades do rei e de sua casa, cada um durante um mês do ano.
8 ଏଗୁଡିକ ହେଉଛି ବାରଜଣ ଦଶାେଧ୍ଯକ୍ଷଙ୍କ ନାମ:
8 Estes são os seus nomes: ..., filho de Hur, na montanha de Efraim;
9 ମାକସ୍, ଶାଲବୀମ୍, ବୈଥ୍-ଶମେଶ, ଓ ଏଲୋନ-ବୈଥାନନର ଶାସନକର୍ତ୍ତା ଥିଲେ, ବିନ୍ଦକରେ।
9 ... {filho de Decar, em Maces, em Salebim, em Betsames e em Elon de Betanã;
10 ଅରୁବୋତ ରେ ବିନ୍- ହଷେଦ୍; ସୋଖୋ ଓ ସମୁଦାଯ ହଫରେ ପ୍ରଦେଶ ତା'ର ଅଧୀନ ଥିଲା।
10 ..., filho de Hesed, em Harubot, do qual dependia Soco e toda a terra de Eíer;
11 ସମୁଦାଯ ଦୋର ଉପପର୍ବତ ବିନ୍-ଅବୀନାଦବ୍ର ଅଧିନ ଥିଲା। ସେ ଶଲୋମନଙ୍କର କ୍ଯା ଟାଫତକୁ ବିବାହ କରିଥିଲା।
11 ..., filho de Abinadab, que tinha os altos de Dor {e era casado com Tafet, filha de Salomão};
12 ତାନକ୍ ଓ ମାଗିଦ୍ଦୋ ଓ ବୈଥ୍-ଶାନଠାରୁ ଆବେଲ୍ମହୋଲା ଓ ୟଗୂମିଯାମ ପାରି ପର୍ୟ୍ଯନ୍ତ ସର୍ତ୍ତନ ନିକଟବର୍ତ୍ତୀ ୟିଷ୍ରିଯଲେ ତଳେ ଥିବା ସମସ୍ତ ବୈଥ୍-ଶାନ ରେ ଅହୀଲୂଦର ପୁତ୍ର ବାନା ରାଜ୍ଯପାଳ ଥିଲେ।
12 Bana, filho de Ailud, que tinha Tanac e Magedo, e todo o Betsã, perto de Sartana, debaixo de Jezrael, desde Betsã, até Abelmeula, e até além de Jecmaã;
13 ବିନ୍-ଗବରରୋମାେତ୍-ଗିଲିଯଦର ଶାସକ ଥିଲେ। ମନଃଶିର ପୁତ୍ର ୟାଯୀରର ଗିଲିଯଦସ୍ଥିତ ସମସ୍ତ ଗ୍ରାମ ଓ ସହର ତାଙ୍କର ଅଧୀନ ଥିଲା। ବାଶନସ୍ଥ ଅର୍ ଗୋବ ଅଞ୍ଚଳ ରେ ଥିବା ପ୍ରାଚୀର ବେଷ୍ଟିତ ଓ ପିତ୍ତଳ ଅର୍ଗଳ ବିଶିଷ୍ଟ ଷାଠିଏ ବୃହତ୍ ନଗର ତାଙ୍କର ଅଧୀନ ଥିଲା।
13 ..., filho de Gaber, em Ramot de Galaad, que tinha as aldeias de Jair, filho de Manassés, situadas em Galaad, toda a região de Argob em Basã, sessenta cidades grandes e muradas, que tinham fechaduras de bronze;
14 ମହନଯିମ ରେ ଇଦ୍ଦୋର ପୁତ୍ର ଅହୀନାଦବ୍।
14 Ainadab, filho de Ado, em Maanaim;
15 ନପ୍ତାଲି ରେ ଅହୀମାସ୍ ଶାସକ ଥିଲେ ୟିଏ କି ଶଲୋମନଙ୍କର କନ୍ଯା ବାସମତ୍କୁ ବିବାହ କରିଥିଲା।
15 Aquimaas, em Neftali, casado também com uma filha de Salomão, chamada Basemat;
16 ଆଶରେ ଓ ବାଲୋ ରେ ହୂଶଯର ପୁତ୍ର ବାନା।
16 Baana, filho de Husi, em Haser e em Halot;
17 ଇଷାଖର ରେ ପାରୁହର ପୁତ୍ର ଯିହାଶାଫେଟ୍ ଶାସକ ଥିଲେ।
17 Josafá, filho de Farué, em Issacar;
18 ବିନ୍ଯାମୀନ ରେ ଏଲାର ପୁତ୍ର ଶିମିଯି ଶାସକ ଥିଲେ।
18 Semei, filho de Ela, em Benjamim;
19 ଇମାରେୀୟମାନଙ୍କ ରାଜା ସୀହାନରେ ଓ ବାଶନର ରାଜା ଓଗର ଗିଲିଯଦ ଦେଶ ରେ ଊରିର ପୁତ୍ର ଗବରେ; ସେ ଦେଶ ରେ ସେ ଏକମାତ୍ର ଦଶାେଧ୍ଯକ୍ଷ ଥିଲା।
19 Gabar, filho de Uri, na terra de Galaad, pátria de Seon, rei dos amorreus e de Og, rei de Basã; {havia um só intendente para toda essa região}.
20 ଇଶ୍ରାୟେଲ ଓ ଯିହୁଦା ରେ ବହୁ ଲୋକ ଥିଲେ। ସମାନେେ ସମୁଦ୍ର ତୀରସ୍ଥ ବାଲୁକା ସଦୃଶ ଅକଳନ ଥିଲେ। ମାତ୍ର ସମାନେେ ୟଥେଷ୍ଟ ଖାଦ୍ୟ ପାନୀଯ ସହିତ ସୁଖ ରେ କାଳାତିପାତ କରୁଥିଲେ।
20 A população de Judá e de Israel era tão numerosa como a areia na praia do mar; comiam, bebiam e alegravam-se.
21 ଶଲୋମନ ଇଉଫ୍ ରଟେିଶ ଫରାତ୍ ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିଶର ସୀମା ପର୍ୟ୍ଯନ୍ତ ସମସ୍ତ ରାଜ୍ଯ ଉପରେ ଶାସନ କଲେ। ଏହି ଦେଶଗୁଡିକ ଶ ଲୋମନଙ୍କୁ ଉପହାର ଓ ସମ୍ମାନ ପଠାଇଲେ ଏବଂ ଜୀବନସାରା ତାଙ୍କର ପ୍ରଜା ହାଇେ ରହିଲେ।
21 Salomão dominava sobre todos os reinos, desde o Eufrates até a terra dos filisteus, e até a fronteira do Egito. Esses reinos pagavam tributo e ficaram-lhe sujeitos durante todo o tempo de sua vida.
22 ଶଲୋମନ ତାଙ୍କ ପାଇଁ ଓ ତାଙ୍କ ସହିତ ଯେଉଁମାନେ ମେଜରେ ଖାଉଥିଲେ ସେମାନଙ୍କ ପାଇଁ ଏହି ପରିମାଣର ଖାଦ୍ୟଦ୍ରବ୍ୟ ଦରକାର କରୁଥିଲେ:
22 {A casa de} Salomão consumia diariamente para o seu sustento trinta coros de flor de farinha e sessenta de farinha,
23 30 ମହଣ ସରୁ ମଇଦା, 60 ମହଣ ସୁଜୀ, 10 ଗୋଟି ପୁଷ୍ଟ ଗୋରୁ, 20 ଗୋଟି ଗୋରୁ ଚରାସ୍ଥାନରୁ, 100 ମେଷ, ଏହାଛଡ଼ା ଅନେକ ହରିଣ, କୃଷ୍ଣସାର, ବନ ଗୋରୁ ଓ ପୁଷ୍ଟ ପକ୍ଷୀ ଥିଲେ।
23 dez bois cevados e vinte de pasto, cem cordeiros, além de veados, gazelas, gamos e as aves cevadas.
24 ଶଲୋମନ ତିପ୍ସହଠାରୁ ଘସା ପର୍ୟ୍ଯନ୍ତ ଫରାତ୍ ନଦୀର ପଶ୍ଚିମ ପାରିସ୍ଥିତ ସମସ୍ତ ଦେଶଗୁଡିକ ଉପରେ ଶାସନ କଲେ। ତାଙ୍କ ରାଜ୍ଯର ଚତୁର୍ଦ୍ଦିଗର ସୀମା ରେ ଶାନ୍ତି ଥିଲା।
24 Salomão dominava em toda a terra além do Rio, e sobre todos os reis dessas regiões, desde Tafsa até Gaza, e estava em paz com todos os povos vizinhos.
25 ଶଲୋମନଙ୍କ ରାଜତ୍ବ କାଳ ରେ ଦାନଠାରୁ ବରେଶବୋ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ମୂଳ ରେ ନିରାପଦ ରେ ଅବସ୍ଥାନ କରୁଥିଲେ।
25 Judá e Israel, desde Dã até Bersabéia, viviam sem temor algum, cada qual debaixo de sua vinha e de sua figueira, durante todo o tempo que reinou Salomão.
26 ଶଲୋମନଙ୍କର ରଥଗୁଡିକ ନିମନ୍ତେ 4,000 ଅଶ୍ବଶାଳା ଓ 12,000 ଅଶ୍ବାରୋହୀ ଥିଲେ।
26 Salomão tinha quatro mil manjedouras para os cavalos de seus carros, e doze mil cavalos de sela.
27 ପ୍ରତି ମାସ ସହେି ବାର ଜଣ ରାଜ୍ଯପାଳମାନଙ୍କ ମଧ୍ଯରୁ ଜଣେ ଶଲୋମନ ରାଜା ଦ୍ବାରା ନିୟୁକ୍ତି ହେଲେ। ରାଜାଙ୍କର ସହେିମାନଙ୍କ ପାଇଁ ଯେଉଁମାନେ ଖାଇବା ଟବେୁଲ୍ ରେ ଅଂଶ ନେଲେ, ସମାନଙ୍କେ ପାଇଁ ଖାଦ୍ୟଦ୍ରବ୍ଯ ଯୋଗଇଲେ। ସମାନେେ କିଛି ଊଣା ନକରି ନିର୍ଦ୍ଧିଷ୍ଟ ମାସ ପାଇଁ ଖାଦ୍ୟ ଯୋଗଇଲେ।
27 Os intendentes, cada um no seu mês, proviam às necessidades de Salomão e de todos os que se sentavam com ele à mesa real, de modo que nada lhes faltava.
28 ସହେି ଶାସକଗଣ ସମାନଙ୍କେର କର୍ତ୍ତବ୍ଯ ଅନୁସାରେ ଦ୍ରୁତଗାମୀ ଅଶ୍ବଗୁଡିକୁ ବାର୍ଲି ଓ କୁଟା ଯୋଗଇଲେ। ଆଉ ମଧ୍ଯ ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକ ନିଜ ନିଜ ନିରୂପିତ କର୍ମାନୁସା ରେ ଅଶ୍ବ ଦ୍ରୁତଗାମୀ ବାହନଗୁଡିକ ପାଇଁ ଅଧ୍ଯକ୍ଷମାନଙ୍କ ଥିବା ସ୍ଥାନକୁ ଆଣିଲେ।
28 Por seu turno, levavam também ao lugar onde fosse preciso, cevada e palha para os cavalos de carga e de montaria.
29 ପରମେଶ୍ବର ଶ ଲୋମନଙ୍କୁ ଅତିଶଯ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା।
29 Deus deu a Salomão a sabedoria, uma inteligência penetrante e um espírito de uma visão tão vasta como as areias que estão à beira do mar.
30 ପୂର୍ବ ଦେଶୀଯ ଓ ମିଶରୀଯ ଲୋକମାନଙ୍କ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ଥିଲା।
30 Sua sabedoria excedia a de todos os orientais e a de todo o Egito.
31 ସେ ପୃଥିବୀର ସମସ୍ତ ଲୋକଙ୍କଠାରୁ ସେ ଅଧିକ ଜ୍ଞାନୀ ହେଲେ। ସେ ଇଶ୍ରାଯୀଯ ଏଥନ୍ ଓ ମାହୋଲର ପୁତ୍ର ହମେନ୍ ଓ କଲ୍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନୀ ଥିଲେ। ତାଙ୍କର ୟଶ ସମସ୍ତ ଦେଶର ଗ୍ଭରିଆଡେ ବ୍ଯାପିଗଲା।
31 Ele era o mais sábio de todos os homens, mais sábio do que Etã, o ezraíta, do que Hemã, Chacol e Dorda, filhos de Maol; e sua fama espalhou-se por todos os povos vizinhos.
32 ତାଙ୍କ ଜୀବନ କାଳ ମଧିଅରେ ସେ 3,000 ନୀତିକଥା ଓ 1,005 ଗୀତ ରଚନା କଲେ।
32 Pronunciou três mil sentenças e compôs mil e cinco poemas.
33 ସେ ପ୍ରକୃତି ସମ୍ବନ୍ଧ ରେ ମଧ୍ଯ ବହୁକଥା ଜାଣିଲେ। ସେ ଲିବା ନୋନର ଏରସ ବୃକ୍ଷ ବିଷଯ ରେ ଓ ପ୍ରାଚୀର ରେ ଜନ୍ମିଥିବା ଏସୋବ ତୃଣ ବିଷଯ ରେ ଶିକ୍ଷା ଦେଲେ। ସେ ପଶୁ, ପକ୍ଷୀ, ଉ ରୋଗାମୀ ପ୍ରାଣୀ ଓ ମତ୍ସ୍ଯମାନଙ୍କର ବିଷଯ ରେ ଶିକ୍ଷା ଦେଲେ।
33 Falou das árvores, desde o cedro do Líbano até o hissopo que brota dos muros; falou dos animais, das aves, dos répteis e dos peixes.
34 ସମଗ୍ର ପୃଥିବୀସ୍ଥ ଲୋକମାନେ ରାଜା ଶଲୋମନଙ୍କର ଜ୍ଞାନ ବିଷଯ ଶୁଣିଲେ। ସମସ୍ତ ଦେଶର ରାଜାଗଣ ଯେଉଁମାନେ ରାଜା ଶଲୋମନଙ୍କ ଜ୍ଞାନ ବିଷଯ ରେ ଶୁଣିଲେ, ସମାନଙ୍କେର ଜ୍ଞାନୀ ଲୋକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସମାନଙ୍କେ ନିକଟରୁ ସର୍ବଦେଶୀଯ ଲୋକେ ତାଙ୍କର ଜ୍ଞାନ କଥା ଶୁଣିବାକୁ ଆସିଲେ।
34 De todos os povos vinham pessoas ouvir a sabedoria de Salomão, da parte de todos os reis da terra que tinham ouvido falar de sua sabedoria.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Reis 4, comparar traduções ou montar um estudo — tudo direto pelo WhatsApp.