1 Reis 9

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ ଓ ନିଜ ଇଚ୍ଛାନୁସା ରେ ସମସ୍ତ ଜିନିଷର ନିର୍ମାଣ କାର୍ୟ୍ଯ ସମାପ୍ତ କଲେ।
1 Quando Salomão acabou de construir o templo do Senhor, o palácio real e tudo o que desejou fazer,
2 ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବିଯୋନ ରେ ଦର୍ଶନ ଦଇେଥିଲେ, ସହେିପରି ଦ୍ବିତୀୟ ଥର ତାଙ୍କୁ ଦର୍ଶନ ଦେଲେ।
2 o Senhor apareceu-lhe pela segunda vez, como tinha aparecido em Gabaon.
3 ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଆମ୍ଭକୁ ଆଗ୍ରହ ଭାବରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଅଛୁ। ଆମ୍ଭ ନାମକୁ ସଦାକାଳ ସମ୍ମାନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ଆମ୍ଭେ ତୁମ୍ଭଙ୍କୁ କଥା ଦଇେଅଛୁ ଯେ, ଆମ୍ଭର ଧ୍ଯାନ ଓ ପ୍ ରମେ ମନ୍ଦିର ପ୍ରତି ରହିବ।
3 O Senhor disse-lhe: Ouvi a tua oração e a súplica que me dirigiste; consagrei esta casa que me construíste, a fim de nela fixar o meu nome para sempre; meus olhos e meu coração aí estarão perpetuamente.
4 ତୁମ୍ଭେ ତୁମ୍ଭ ପିତା ଦାଉଦଙ୍କ ପରି ମନପ୍ରାଣ ଦଇେ ଭକ୍ତି ଓ ସାଧୁତାର ସହିତ ଆମ୍ଭର ସବୋ କରିବ। ଯଦି ତୁମ୍ଭେ ସହେି ପରି କର ଏବଂ ଆମ୍ଭର ନିଯମ ଓ ଆମ୍ଭେ ଦେଉଥିବା ସମସ୍ତ ନିର୍ଦ୍ଦେଶ ମାନ।
4 E tu, se andares diante de mim como o fez Davi, na sinceridade e retidão de teu coração, pondo em prática tudo o que te ordenei, observando os meus preceitos e minhas leis,
5 ଯଦି ତୁମ୍ଭେ ଏହିସବୁ କର, ତୁମ୍ଭର ପିତା ଦାଉଦଙ୍କୁ ଆମ୍ଭେ ପ୍ରତିଜ୍ଞା କରିଥିଲୁ, ତୁମ୍ଭ ବଂଶର ଜଣେ ଲୋକ ଇଶ୍ରାୟେଲର ଶାସକ ହବେ। ତଦ୍ନୁସା ରେ ଆମ୍ଭେ ଇଶ୍ରାୟେଲ ରେ ତୁମ୍ଭ ସିଂହାସନ ଚିରଦିନ ପାଇଁ ସ୍ଥାପନ କରିବା।
5 eu firmarei para sempre o trono de teu reino sobre Israel, como o declarei a Davi, teu pai, nestes termos: Não te faltará jamais um descendente sobre o trono de Israel.
6 ମାତ୍ର ତୁମ୍ଭେ କିମ୍ବା ତୁମ୍ଭର ସନ୍ତାନମାନେ ଯଦି ଆମ୍ଭକୁ ଅନୁସରଣ କରିବା ରେ ବିଫଳ ହୁଅନ୍ତି ଓ ଆମ୍ଭର ନିର୍ଦ୍ଦେଶ ଓ ନିଯମ ମାନିବାକୁ ଯତ୍ନ ନକରନ୍ତି, ଯଦି ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କର କି ପ୍ରତିମାର ସବୋକର ଓ ପ୍ରଣାମ କର, ତବେେ ଆମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ଭୂମିରୁ ବିତାଡିତ କରିବା,
6 Mas se vos desviardes de mim, vós e vossos filhos, e não observardes os preceitos e ordens que vos prescrevi, se vos retirardes e prestardes culto a deuses estranhos, prostrando-vos diante deles,
7 ଯାହା ଆମ୍ଭେ ସମାନଙ୍କେୁ ଦଇେଥିଲୁ ଏବଂ ଆପଣା ନାମ ନିମନ୍ତେ ଯେଉଁ ମନ୍ଦିର ଆମ୍ଭେ ପବିତ୍ର କଲୁ, ତାହା ଆମ୍ଭେ ପ୍ରତ୍ଯାଖ୍ଯାନ କରିବା ଏବଂ ଉଚ୍ଛିନ୍ନ କରିବା ଓ ଏହା ଇଶ୍ରାୟେଲ ସମସ୍ତ ଗୋଷ୍ଠୀ ସମ୍ମୁଖ ରେ ଉପହାସର ଉଦାହରଣ ହବେ।
7 eu exterminarei Israel da terra que lhe dei, lançarei de minha presença o templo que consagrei ao meu nome, e Israel será objeto de sarcasmo e zombaria para todos os povos.
8 ଏହି ମନ୍ଦିର ଧ୍ବଂସ ହବେ। ପ୍ରେତ୍ୟକକ ଲୋକ ଏହା ଦେଖି ଆଶ୍ଚର୍ୟ୍ଯ ହବେେ ଓ କହିବେ, 'ସଦାପ୍ରଭୁ କାହିଁକି ଏହି ଭୂମି ଓ ଏହି ମନ୍ଦିର ପ୍ରତି ଏପରି ଭୟଙ୍କର କାର୍ୟ୍ଯ କଲେ?'
8 Embora seja tão alto esse templo, todo o que passar diante dele ficará pasmado, e assobiará, dizendo: Por que tratou o Senhor assim esta terra e este templo?
9 ତହିଁରେ ଲୋକମାନେ ଉତ୍ତର ଦଇେ ଥାଆନ୍ତେ, 'ଏହା ଘଟିଲା କାରଣ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କୁ ପରିତ୍ଯାଗ କଲେ, ୟିଏ କି ସମାନଙ୍କେର ପୂର୍ବପୁରୁଷଗଣଙ୍କୁ ମିଶରରୁ ବାହାର କରି ଆଣିଥିଲେ। ତାହାଙ୍କୁ ସମାନେେ ତ୍ଯାଗ କଲେ ଓ ଅନ୍ୟ ଦବେତାଗଣଙ୍କୁ ଉପାସନା ଓ ପ୍ରଣାମ କଲେ। ଏହି କାରଣ ଯୋଗୁଁ ସଦାପ୍ରଭୁ ସମାନଙ୍କେ ଉପରେ ଏହିସବୁ ଅମଙ୍ଗଳ କାର୍ୟ୍ଯ ଘଟାଇଲେ।'
9 E responder-lhe-ão: Porque abandonaram o Senhor, seu Deus, que tirou os seus pais do Egito, e seguiram a outros deuses, prostrando-se diante deles e adorando-os; por isso o Senhor mandou sobre eles todos esses males.
10 ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ଶ ଲୋମନଙ୍କୁ କୋଡିଏ ବର୍ଷ ଲାଗିଲା।
10 Quando, passados vinte anos, Salomão acabou de construir os dois edifícios, o templo do Senhor e o palácio real,
11 କୋଡିଏ ବର୍ଷ ପରେ ରାଜା ଶଲୋମନ ସୋରର ରାଜା ହୀରମଙ୍କୁ ଗୀଲୀଲି ଦେଶସ୍ଥ କୋଡିଏ ନଗର ଦେଲେ। ସେ ତାଙ୍କୁ ଏହି ନଗରଗୁଡିକ ଦେଲେ, କାରଣ ହୀରମ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ ରେ ଶଲୋମନଙ୍କୁ ସାହାୟ୍ଯ କରିଥିଲେ। ସେ ଶଲୋମନଙ୍କୁ ଏରସ କାଠ, ଦବଦୋରୁ କାଠ ଓ ସୁବର୍ଣ ଯୋଗଇ ଥିଲେ।
11 tendo-lhe Hirão, rei de Tiro, fornecido madeira de cedro e de cipreste, e também ouro, o quanto ele quis, Salomão deu a Hirão vinte cidades da Galiléia.
12 ହୀରମ ଶଲୋମନଙ୍କ ଦତ୍ତ ନଗରଗୁଡିକୁ ଦେଖିବାକୁ ସୋରରୁ ଆସିଲେ, ମାତ୍ର ସେସବୁ ତାହାର ସନ୍ତାଷଜେନକ ହେଲା ନାହିଁ।
12 Hirão veio de Tiro para ver as cidades que Salomão lhe tinha dado, mas elas não lhe agradaram,
13 ତେଣୁ ସେ କହିଲା, ହେ ମାରେ ଭାଇ, ଏସବୁ କି ନଗର ମାେତେ ଦଇେଅଛ? ପୁଣି ସେ ସହେି ସବୁର ନାମ କାବୁଲ ଦେଶ ଦଲୋ, ଅଦ୍ଯାପି ସେ ଦେଶର ନାମ କାବୁଲ ଅଛି।
13 e disse: Que cidades são estas que me deste, irmão meu? E chamou-as terra de Cabul, nome que conservam até o dia de hoje.
14 ପୁଣି ହୀରମ 120 ତୋଳା ସୁନା ସଦାପ୍ରଭୁଙ୍କ ଗୃହ ନିର୍ମାଣ ଉଦ୍ଦେଶ୍ଯ ରେ ଶଲୋମନଙ୍କ ନିକଟକୁ ପଠାଇ ଥିଲେ।
14 {Hirão tinha também mandado ao rei cento e vinte talentos de ouro.}
15 ଶଲୋମନ ଦାସମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ବାଧ୍ଯ କରିଥିଲେ। ତତ୍ପରେ ସେ ମିଲ୍ଲୋ, ୟିରୁଶାଲମର ପ୍ରାଚୀର, ହାତ୍ସୋର, ମଗିଦ୍ଦୋ ଓ ଗଷେର ନିର୍ମାଣ କରିବା ରେ ସମାନଙ୍କେୁ ମଧ୍ଯ ବ୍ଯବହାର କରିଥିଲେ।
15 Eis o que se refere aos trabalhos organizados pelo rei Salomão para a construção do templo do Senhor e de seu próprio palácio, de Milo, do muro de Jerusalém, de Hezer, de Magedo e de Gazer.
16 ପୂର୍ବେ ମିଶର ରାଜା ଗଷେର ନଗର ବିରୁଦ୍ଧ ରେ ୟୁଦ୍ଧ କଲେ ଓ ତାକୁ ପୋଡି଼ ଦେଲେ। ସେ ତନ୍ନିବାସୀ କିଣାନୀଯମାନଙ୍କୁ ବଧ କଲେ। ଶଲୋମନ ଫାରୋଙ୍କ କନ୍ଯାକୁ ବିବାହ କଲେ ଓ ଫାରୋ ୟୌତୁକ ସ୍ବରୂପ ସହେି ନଗରକୁ ଶଲୋମନଙ୍କୁ ଦାନ କଲେ।
16 O faraó, rei do Egito, subiu, tomou Gazer e queimou-a, depois de ter matado os cananeus que a habitavam; deu-a em seguida em dote à sua filha: mulher de Salomão.
17 ଶଲୋମନ ଗଷେର ଓ ଅଧଃସ୍ଥିତ ବୈଥୋରୋଣ ନଗର ନିର୍ମାଣ କଲେ।
17 Salomão construiu, pois, Gazer, Betoron-a-Baixa,
18 ସେ ମଧ୍ଯ ୟର୍ଦ୍ଦନ ପ୍ରାନ୍ତରସ୍ଥ ବାଲତ୍ ଓ ତାଦ ମାରେ ନିର୍ମାଣ କଲେ।
18 Baalat e Tadmor, na terra do deserto;
19 ରାଜା ଶ ଲୋମନ ଶସ୍ଯ ଓ ଜିନିଷ ଗଚ୍ଛିତ ରଖିବା ପାଇଁ ଭଣ୍ତାର ନଗର, ରଥପାଇଁ ନଗର ଓ ଅଶ୍ବାରୋହୀମାନଙ୍କର ସୁରକ୍ଷା ନିମନ୍ତେ ନଗର ନିର୍ମାଣ କଲେ। ୟିରୁଶାଲମ ରେ, ଲିବାନୋନ ରେ ଓ ତାଙ୍କ ଶାସନାଧିନ ଦେଶ ବ୍ଯତୀତ ସେ ଯାହା ଇଚ୍ଛା କଲେ, ତାହା ନିର୍ମାଣ କଲେ।
19 e, enfim, todas as cidades entrepostos de Salomão, cidades para os carros, para a cavalaria, e tudo o que lhe aprouve edificar em Jerusalém, no Líbano e em toda a terra de seu domínio.
20 ସେ ଦେଶ ରେ କବଳେ ଇଶ୍ରାୟେଲୀୟ ସନ୍ତାନ ନ ଥିଲେ। ଏପରିକି ଇ ମାରେୀଯ, ହିତ୍ତୀଯ, ପରିଷୀଯ, ହିଦ୍ଦୀଯ ଓ ୟିବୂଷୀଯ ଲୋକ ଅବଶିଷ୍ଟ ରହିଥିଲେ।
20 Tudo o que subsistia dos amorreus, dos hiteus, dos ferezeus, dos heveus e dos jebuseus, que não faziam parte dos israelitas,
21 ଇଶ୍ରାୟେଲୀୟମାନେ ସମାନଙ୍କେୁ ବିନାଶ କରିବାକୁ କ୍ଷମ ହାଇେ ନ ଥିଲେ। ମାତ୍ର ଶଲୋମନ ସମାନଙ୍କେୁ ବେଠିକର୍ମ କରିବାକୁ ଦାସରୂପେ ସଂଗ୍ରହ କଲେ। ଅବଧି ସମାନେେ ଦାସ ହାଇେ ରହିଛନ୍ତି।
21 todos os seus descendentes que tinham ficado na terra e que os israelitas não tinham exterminado, Salomão os empregou como escravos de trabalhos pesados, o que são ainda hoje.
22 ମାତ୍ର ଇଶ୍ରାୟେଲ ସନ୍ତାନଗଣଙ୍କ ମଧ୍ଯରୁ ଶଲୋମନ କାହାରିକୁ ଦାସ କଲେ ନାହିଁ। ସମାନେେ ଯୋଦ୍ଧା, ରାଜଭୃତ୍ଯ, ଅଧିପତି ସନୋପତି, ରଥା ରୋହୀ ଓ ଅଶ୍ବାରୋହୀମାନଙ୍କ ଅଧ୍ଯକ୍ଷ ଥିଲେ।
22 Quanto aos filhos de Israel, determinou que nenhum servisse como escravo, mas que fossem seus guerreiros, servos, chefes, oficiais, comandantes de seus carros e de sua cavalaria.
23 ସମାନଙ୍କେ ମଧ୍ଯରୁ 550 ଜଣ ଶଲୋମନଙ୍କର କାର୍ୟ୍ଯର ପରିଦର୍ଶକ ଥିଲେ। ଏହି ପ୍ରଧାନ ଅଧ୍ଯକ୍ଷଗଣ ଶଲୋମନଙ୍କର ଶ୍ରମିକମାନଙ୍କ ଉପରେ କତ୍ତୃର୍ତ୍ବ କଲେ।
23 Havia quinhentos e cinqüenta contramestres nos trabalhos de Salomão, os quais dirigiam a multidão dos operários.
24 ମାତ୍ର ଫାରୋର କନ୍ଯା ଦାଉଦ ନଗରରୁ ଆସି ଶଲୋମନଙ୍କ ଦ୍ବାରା ନିର୍ମିତ ବୃତତ୍ ପ୍ରାସାଦ ରେ ବାସ କଲେ। ତା'ପରେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
24 Subiu a filha do faraó da cidade de Davi, e veio para a casa que lhe tinha construído Salomão; foi então que ele edificou Milo.
25 ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯେଉଁ ୟଜ୍ଞବଦେୀ ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସହେି ୟଜ୍ଞବଦେୀ ଉପରେ ସେ ବର୍ଷ ରେ ତିନିଥର ଧୂପ ଜଳାଇଲେ, ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
25 Três vezes por ano, Salomão oferecia holocaustos e sacrifícios pacíficos sobre o altar que tinha levantado ao Senhor, e queimava perfumes sobre o altar que estava diante do Senhor. E assim acabou ele a construção do templo.
26 ଅନନ୍ତର ଶଲୋମନ ରାଜା ଇଦୋମ ଦେଶ ରେ ଲୋହିତ ସାଗର ତୀରସ୍ଥ ଏଲତ ନିକଟବର୍ତ୍ତୀ ଇତ୍ସିଯୋନ ଗବରେ ରେ ଜାହାଜମାନ ନିର୍ମାଣ କଲେ।
26 Equipou também o rei Salomão uma frota em Asiongaber, perto de Ailat, na praia do mar Vermelho, na terra de Edom.
27 ପୁଣି ହୀରମ ସହେି ଜାହାଜ ରେ ଶଲୋମନଙ୍କ ଦାସମାନଙ୍କ ସହିତ ସାମୁଦ୍ରିକ କର୍ମ ରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲେ।
27 Hirão mandou seus próprios servos nessa frota, marinheiros experimentados em náutica, para ajudar os homens de Salomão.
28 ଆଉ ସମାନେେ ଓଫୀରକୁ ୟାଇ ସଠାରୁେ 420 ତାଳନ୍ତ ସୁନା ରାଜା ଶ ଲୋମନ ନିକଟକୁ ଆଣିଲେ।
28 Foram a Ofir, de onde trouxeram quatrocentos e vinte talentos de ouro, e os apresentaram ao rei Salomão.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Reis 9, comparar traduções ou montar um estudo — tudo direto pelo WhatsApp.