1 Samuel 13
Oriya Bible (GL_ORIYA) vs ARC
1 ସହେି ସମୟରେ ଶାଉଲ ଏକ ବର୍ଷ ପାଇଁ ରାଜା ଥିଲେ। ସେ ଇଶ୍ରାୟେଲ ରେ ଦକ୍ସ୍ଟଇବର୍ଷ ଶାସନ କଲେ।
1 Um ano tinha estado Saul em seu reinado e o segundo ano reinou sobre Israel.
2 ଶାଉଲ ଇଶ୍ରାୟେଲରକ୍ସ୍ଟ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ଯରକ୍ସ୍ଟ 2,000 ମିକ୍ମସ୍ ରେ ବୈଥେଲ୍ର ପାର୍ବତ୍ଯ ଅଞ୍ଚଳ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିଯାର ଯୋନାଥନ ସହିତ ବିନ୍ଯାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ଯମାନଙ୍କୁ ଆପଣା ଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କରିବାକୁ ଆଦେଶ ଦେଲେ।
2 Então, Saul escolheu para si três mil homens de Israel; e estavam com Saul dois mil em Micmás e na montanha de Betel, e mil estavam com Jônatas em Gibeá de Benjamim; e despediu o resto do povo, cada um para sua casa.
3 ଯୋନାଥନ ଗବୋସ୍ଥିତ ପଲେଷ୍ଟୀୟ ପ୍ରହରୀ ସୈନ୍ଯଦଳକକ୍ସ୍ଟ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶକ୍ସ୍ଟଣି କହିଲେ, ଏବ୍ରୀଯ ଲୋକମାନେ ବିଦ୍ରୋହ କରିଛନ୍ତି।
3 E Jônatas feriu a guarnição dos filisteus que estava em Gibeá, o que os filisteus ouviram; pelo que Saul tocou a trombeta por toda a terra, dizendo: Ouçam os hebreus.
4 ସମସ୍ତ ଇଶ୍ରାୟେଲୀୟ ଏ ସମ୍ବାଦ ଶୁଣିଲେ। ସମାନେେ କହିଲେ, ଶାଉଲ ପଲେଷ୍ଟୀୟ ନେତାଙ୍କୁ ହତ୍ଯା କରିଛନ୍ତି। ବର୍ତ୍ତମାନ ପଲେଷ୍ଟୀୟମାନେ ପ୍ରକୃତ ରେ ଇଶ୍ରାୟେଲୀୟମାନଙ୍କୁ ଘୃଣା କରନ୍ତି।
4 Então, todo o Israel ouviu dizer: Saul feriu a guarnição dos filisteus, e também Israel se fez abominável aos filisteus. Então, o povo foi convocado após Saul em Gilgal.
5 ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଏକତ୍ରୀତ ହେଲେ। ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ବାରୋହୀ ଥିଲେ ଓ ସମକ୍ସ୍ଟଦ୍ର ତୀରର ବାଲିଭଳି ସୈନିକ ଥିଲେ। ସମାନେେ ଆସି ମିକ୍ମସ୍ ରେ ବୈଥାବନର ପୂର୍ବଦିଗ ରେ ଛାଉଣୀ ସ୍ଥାପନ କଲେ।
5 E os filisteus se ajuntaram para pelejar contra Israel: trinta mil carros, e seis mil cavaleiros, e povo em multidão como a areia que está à borda do mar; e subiram e se acamparam em Micmás, ao oriente de Bete-Áven.
6 ଇଶ୍ରାୟେଲୀୟମାନେ ଆପଣାମାନଙ୍କ ବିପଦଗ୍ରସ୍ତ ଦେଖିଲେ। ଏଣୁ ଏମାନେ ଗକ୍ସ୍ଟମ୍ଫା, ପଥରଖୋଲ, ଶୈଳ, କୂପ ଓ ଅନ୍ଯାନ୍ଯ ଗାତ୍ର ରେ ଆତ୍ମଗୋପନ କଲେ।
6 Vendo, pois, os homens de Israel que estavam em angústia (porque o povo estava apertado), o povo se escondeu pelas cavernas, e pelos espinhais, e pelos penhascos, e pelas fortificações, e pelas covas,
7 ଏପରିକି ଏବ୍ରୀଯମାନେ ୟର୍ଦ୍ଦନ ନଦୀ ପାର ହାଇେ ଗାଦ୍ ଓ ଗିଲିଯଦ ରାଜ୍ଯକକ୍ସ୍ଟ ଖସି ପଳାଇଲେ। ଶାଉଲ କିନ୍ତୁ ଗିଲ୍ଗଲ ରେ ରହିଲେ। ତାଙ୍କ ସୈନ୍ଯବାହୀନିର ସମସ୍ତ ସୈନିକମାନେ ଭୟ ରେ ଥରିବାକକ୍ସ୍ଟ ଲାଗିଲେ।
7 e os hebreus passaram o Jordão para a terra de Gade e Gileade; e, estando Saul ainda em Gilgal, todo o povo veio atrás dele, tremendo.
8 ଶାମକ୍ସ୍ଟଯଲେ କହିଲେ ସେ ଗିଲ୍ଗଲ ରେ ଶାଉଲଙ୍କ ଦଖାେ କରିବାକୁ ଆସିପାରନ୍ତି। ଶାଉଲ ସଠାେରେ ସାତଦିନ ଅପେକ୍ଷା କଲେ କିନ୍ତୁ ଶାମକ୍ସ୍ଟଯଲେ ଗିଲ୍ଗଲ ଆସିଲେ ନାହିଁ। ଏବଂ ସୈନିକମାନେ ଶାଉଲଙ୍କଠାରକ୍ସ୍ଟ ଧି ରେ ଧି ରେ ବିଦାଯନବୋ ଆରମ୍ଭ କଲେ।
8 E esperou sete dias, até ao tempo que Samuel determinara; não vindo, porém, Samuel a Gilgal, o povo se espalhava dele.
9 ଶାଉଲ କହିଲେ, ଏଥର ମାେ ପାଇଁ ହାମବେଳି ଓ ମଙ୍ଗଳାର୍ଥକବଳି ଆଣ। ଏବଂ ସେ ନିଜେ ହାମବେଳି ଉତ୍ସର୍ଗ କଲେ।
9 Então, disse Saul: Trazei-me aqui um holocausto e ofertas pacíficas. E ofereceu o holocausto.
10 ଶାଉଲ ବଳି କାର୍ୟ୍ଯ ସମାଲ୍ଗ କରିବା ମାତ୍ରକେ ଶାମକ୍ସ୍ଟଯଲେ ସଠାେରେ ପହନ୍ଚିଲେ। ଶାଉଲ ତାଙ୍କୁ ସାକ୍ଷାତ କରିବା ପାଇଁ ଆସିଲେ।
10 E sucedeu que, acabando ele de oferecer o holocausto, eis que Samuel chegou; e Saul lhe saiu ao encontro, para o saudar.
11 ଶାମକ୍ସ୍ଟଯଲେ କହିଲେ, ତୁମ୍ଭେ ଏ କ'ଣ କଲ?
11 Então, disse Samuel: Que fizeste? Disse Saul: Porquanto via que o povo se espalhava de mim, e tu não vinhas nos dias aprazados, e os filisteus já se tinham ajuntado em Micmás,
12 ଏଥିପାଇଁ ମୁ ଭାବିଲି, 'ପଲେଷ୍ଟୀୟମାନେ ଗିଲ୍ଗଲ ଆସି ଆକ୍ରମଣ କରିବେ ମାତ୍ର ମୁ ସଦାପ୍ରଭୁଙ୍କର ଅନକ୍ସ୍ଟଗ୍ରହ ମାଗି ନାହିଁ। ତେଣୁ ମୁ ବାଧ୍ଯ ହାଇେ ହାମବେଳି ଉତ୍ସର୍ଗ କରିଛି।'
12 eu disse: Agora, descerão os filisteus sobre mim a Gilgal, e ainda à face do Senhor não orei; e forcei-me e ofereci holocausto.
13 ଶାମକ୍ସ୍ଟଯଲେ କହିଲେ, ତୁମ୍ଭେ ନିର୍ବୋଧ କାର୍ୟ୍ଯ କରିଛ। ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ମାନିଲ ନାହିଁ। ଯଦି ତୁମ୍ଭେ ପରମେଶ୍ବରଙ୍କ ଆଦେଶ ମାନି କାର୍ୟ୍ଯ କରିଥାନ୍ତ ତବେେ ପରମେଶ୍ବର ତକ୍ସ୍ଟମ୍ଭ ବଂଶକକ୍ସ୍ଟ ଅନନ୍ତକାଳ ପାଇଁ ଇଶ୍ରାୟେଲର ଶାସନଭାର ସଐାଦନ କରିବାକୁ ଦଇେଥାନ୍ତେ।
13 Então, disse Samuel a Saul: Agiste nesciamente e não guardaste o mandamento que o Senhor , teu Deus, te ordenou; porque, agora, o Senhor teria confirmado o teu reino sobre Israel para sempre.
14 ମାତ୍ର ଏବେ ତକ୍ସ୍ଟମ୍ଭ ରାଜ୍ଯ ଆଗକକ୍ସ୍ଟ ୟିବ ନାହିଁ, ପରମେଶ୍ବର ଏଭଳି ଲୋକ ଗ୍ଭହାଁନ୍ତି ୟିଏ ତାଙ୍କ ଆଜ୍ଞା ପାଳନ କରୁଥିବା। ପରମେଶ୍ବର ସହେି ବ୍ଯକ୍ତିକକ୍ସ୍ଟ ବାଛିଛନ୍ତି ୟିଏକି ତାଙ୍କର ଲୋକମାନଙ୍କର ନୂଆ ନେତା ନିର୍ବାଚିତ ହବେେ। ତୁମ୍ଭେ ସଦାପ୍ରଭୁଙ୍କ ଆଦେଶ ଅବମାନନା କରିଥିବାରକ୍ସ୍ଟ ସଦାପ୍ରଭୁ ନୂଆ ରାଜା ବାଛିଛନ୍ତି।
14 Porém, agora, não subsistirá o teu reino; já tem buscado o Senhor para si um homem segundo o seu coração e já lhe tem ordenado o Senhor que seja chefe sobre o seu povo, porquanto não guardaste o que o Senhor te ordenou.
15 ଶାଉଲ ଏବଂ ତାଙ୍କ ଅବଶିଷ୍ଟ ସୈନ୍ଯ ଗିଲଗଲ ପରିତ୍ଯାଗ କଲେ। ସମାନେେ ବିନ୍ଯାମୀନ ଦଇେ ଗିବିଯାକକ୍ସ୍ଟ ୟାତ୍ରା କଲେ। ଶାଉଲ ଗଣନା କଲେ ଓ ପାଇଲେ ଯେ, ସେ ପର୍ୟ୍ଯନ୍ତ ତାଙ୍କ ସହ 600 ଲୋକ ଅଛନ୍ତି।
15 Então, se levantou Samuel e subiu de Gilgal a Gibeá de Benjamim; e Saul contou o povo que achou com ele, uns seiscentos varões.
16 ଶାଉଲ ଏବଂ ତାଙ୍କ ପକ୍ସ୍ଟଅ ଯୋନାଥନ ସୈନ୍ଯମାନଙ୍କ ସହିତ ବିନ୍ଯାମୀନର ଗିବିଯାକକ୍ସ୍ଟ ୟାତ୍ରା କଲେ।
16 E Saul, e Jônatas, seu filho, e o povo que se achou com eles ficaram em Gibeá de Benjamim; porém os filisteus se acamparam em Micmás.
17 ପଲେଷ୍ଟୀୟମାନେ ସେ ଅଞ୍ଚଳ ରେ ରହକ୍ସ୍ଟଥିବା ଇଶ୍ରାୟେଲୀୟମାନଙ୍କୁ ଦଣ୍ତିତ କରିବାକୁ ନିଷ୍ପତ୍ତି ନେଲେ। ସମାନଙ୍କେର ସକ୍ସ୍ଟଦକ୍ଷ ପଲେଷ୍ଟୀୟ ଯୋଦ୍ଧାଗଣକକ୍ସ୍ଟ ଆକ୍ରମଣ କରିବାକୁ ଆରମ୍ଭ କଲେ। ସମାନେେ ତିନିଦଳ ରେ ବିଭକ୍ତ ହାଇେ ଦଳେ ଶୂଯାଲ୍ ନିକଟରେ ଓ ଅଫ୍ରା ରାସ୍ତାର ଉତ୍ତରକକ୍ସ୍ଟ ଗଲେ।
17 E os destruidores saíram do campo dos filisteus em três companhias; uma das companhias voltou pelo caminho de Ofra à terra de Sual;
18 ଦ୍ବିତୀୟ ଦଳ ଦକ୍ଷିଣ-ପୂର୍ବ ଦିଗ ରେ ବୈଥୋରିଣ ରାସ୍ତା ରେ ଗଲେ। ତୃତୀୟ ଦଳ ପୂର୍ବଦିଗର ରାସ୍ତାର ସୀମା ସିବୋଯିମ ଉପତ୍ୟକାର ଅଞ୍ଚଳର ପଥଦଇେ ଗମନ କଲେ। ସହେି ରାସ୍ତାଟି ସିବୋଯିମ ଉପତ୍ୟକା ଦଇେ ମରକ୍ସ୍ଟଭୂମି ଆଡେ ମକ୍ସ୍ଟହଁ କରିଅଛି।
18 outra companhia voltou pelo caminho de Bete-Horom; e a outra companhia voltou pelo caminho do termo que olha para o vale Zeboim, contra o deserto.
19 କୌଣସି ଇଶ୍ରାୟେଲୀୟ କମାର କାମ କରୁ ନ ଥିଲେ। କାରଣ ପଲେଷ୍ଟୀୟମାନେ ଇଶ୍ରାୟେଲୀୟମାନଙ୍କୁ ଲୌହ କର୍ମ ଶିଖାଇ ନଥିଲେ ସମାନଙ୍କେର ଭୟଥିଲା ଏହାଦ୍ବାରା ଇଶ୍ରାୟେଲୀୟମାନେ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିପାରିବେ।
19 E em toda a terra de Israel nem um ferreiro se achava, porque os filisteus tinham dito: Para que os hebreus não façam espada nem lança.
20 ପଲେଷ୍ଟୀୟମାନେ କବଳେ ଲକ୍ସ୍ଟହା ଶାଣ ଦବୋ କାମ ଛକ୍ସ୍ଟରୀ, ଫାଳ, କକ୍ସ୍ଟରାଢି ଓ କୋଡି ପ୍ରଭୃତି ରେ ଇଶ୍ରାୟେଲୀୟମାନେ ସଠାେକକ୍ସ୍ଟ ଯାଉଥିଲେ।
20 Pelo que todo o Israel tinha que descer aos filisteus para amolar cada um a sua relha, e a sua enxada, e o seu machado, e o seu sacho.
21 ପଲେଷ୍ଟୀୟମାନେ ଫାଳ ଓ କୋଦାଳ ଶାଣ କରିବା ପାଇଁ ଏକ ତୃତୀଯାଂଶ ପାଉନସ୍ ରୂପା ଏବଂ କକ୍ସ୍ଟରାଢୀ ଗଇଁତି ଶାଣ କରିବା ପାଇଁ ଏକ ଷଷ୍ଠାଂଶ ପାଉନସ୍ ରୂପା ନେଉଥିଲେ।
21 Tinham, porém, limas adentadas para os seus sachos, e para as suas enxadas, e para as forquinhas de três dentes, e para os machados, e para consertar as aguilhadas.
22 ଏଣୁ ୟକ୍ସ୍ଟଦ୍ଧ ସମୟରେ କୌଣସି ଇଶ୍ରାୟେଲୀୟଙ୍କ ପାଖ ରେ ଖଡ୍ଗ କିମ୍ବା ବର୍ଚ୍ଛା ନ ଥିଲା, କବଳେ ଶାଉଲ ଏବଂ ତାଙ୍କ ପକ୍ସ୍ଟତ୍ର ଯୋନାଥନଙ୍କ ପାଖ ରେ ଲୌହ ଅସ୍ତ୍ର ଥିଲା।
22 E sucedeu que, no dia da peleja, se não achou nem espada, nem lança na mão de todo o povo que estava com Saul e com Jônatas; porém acharam-se com Saul e com Jônatas, seu filho.
23 ଏ ସମୟରେ ପଲେଷ୍ଟୀୟ ସୈନ୍ଯଦଳ ମିକ୍ମସ୍ ଘାଟୀକକ୍ସ୍ଟ ଜଗିବାକକ୍ସ୍ଟ ଗଲେ।
23 E saiu a guarnição dos filisteus ao caminho de Micmás.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Samuel 13, comparar traduções ou montar um estudo — tudo direto pelo WhatsApp.