1 Samuel 19

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଶାଉଲ ଦାଉଦଙ୍କକ୍ସ୍ଟ ହତ୍ଯା କରିବା ପାଇଁ ତାଙ୍କର ପକ୍ସ୍ଟତ୍ର ଯୋନାଥନ ଓ ତାଙ୍କର ଦାସମାନଙ୍କୁ କହିଲେ। କିନ୍ତୁ ଯୋନାଥନ ଦାଉଦକକ୍ସ୍ଟ ବହକ୍ସ୍ଟତ ଭଲ ପାଉଥିଲେ।
1 Saul falou ao seu filho Jônatas e a todos os servos, ordenando-lhes que matassem Davi. Mas Jônatas, que tinha grande afeição por Davi,
2 ଯୋନାଥନ ଦାଉଦଙ୍କକ୍ସ୍ଟ ସତର୍କ କରାଇ କହିଲା, ମାରେ ପିତା ତୁମ୍ଭକୁ ମାରିବାକକ୍ସ୍ଟ ଗ୍ଭହାଁନ୍ତି। ତୁମ୍ଭେ ପ୍ରାତଃକାଳ ରେ ସାବଧାନ ସହକା ରେ କୌଣସି ଜାଗା ରେ ଲକ୍ସ୍ଟଚି ରକ୍ସ୍ଟହ।
2 preveniu-o disso: Saul, meu pai, procura matar-te. Está de sobreaviso amanhã cedo; esconde-te.
3 ତୁମ୍ଭେ ଯେଉଁଠା ରେ ଲକ୍ସ୍ଟଚିଥିବ, ମୁ ସେ ସ୍ଥାନ ନିକଟକକ୍ସ୍ଟ ୟାଇ ମାରେ ପିତାଙ୍କ ସହିତ ତକ୍ସ୍ଟମ୍ଭ ବିଷଯ ରେ କଥୋପକଥନ ହବେି। ଯଦି ମୁ କିଛି ଦେଖେ ତବେେ ମୁ ତୁମ୍ଭକୁ ଜଣାଇବି।
3 Sairei em companhia de meu pai ao campo onde estiveres. Falar-lhe-ei de ti, para ver o que ele diz, e te avisarei depois.
4 ଯୋନାଥନ ତାଙ୍କର ପିତା ଶାଉଲଙ୍କ ସହିତ କଥା ହେଲେ। ଯୋନାଥନ ଦାଉଦଙ୍କ ବିଷଯ ରେ ଭଲକଥା ତାଙ୍କ ପିତାଙ୍କୁ କହିଲେ। ଯୋନାଥନ କହିଲେ, ମହାରାଜ ଆପଣା ଦାସ ଦାଉଦଙ୍କ ବିରକ୍ସ୍ଟଦ୍ଧ ରେ ପାପ କରନ୍ତକ୍ସ୍ଟ ନାହିଁ। କାରଣ ସେ ଆପଣଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିନାହିଁ। ତା'ର ସମସ୍ତ କର୍ମ ଆପଣଙ୍କ ପକ୍ଷ ରେ ଅତି ମଙ୍ଗଳଜନକ ହାଇେଅଛି।
4 Jônatas falou bem de Davi ao seu pai, e ajuntou: Que o rei não faça mal algum ao seu servo Davi, pois que ele nunca te fez mal algum. Ao contrário, prestou-te grandes serviços.
5 ସେ ଆପଣା ପ୍ରାଣକକ୍ସ୍ଟ ବିପଦ ରେ ପକାଇ ପଲେଷ୍ଟୀୟକକ୍ସ୍ଟ ହତ୍ଯା କଲା। ସେଥି ରେ ସଦାପ୍ରଭୁ ସମକ୍ସ୍ଟଦାଯ ଇଶ୍ରାୟେଲ ନିମନ୍ତେ ମହା ବିଜଯ ସାଧନ କଲେ। ଆପଣ ତାହା ଦେଖି ଆନନ୍ଦ କରିଥିଲେ। ଏବେ ଆପଣ ବିନା କାରଣ ରେ ଦାଉଦକକ୍ସ୍ଟ ହତ୍ଯା କରିବେ କାହିଁକି? ସେ ନିର୍ଦ୍ ଦୋଷ, ତାକକ୍ସ୍ଟ ହତ୍ଯା କରିବାର କିଛି କାରଣ ନାହିଁ।
5 Arriscou a sua vida para matar o filisteu, e o Senhor deu uma grande vitória a Israel. Foste testemunha disso e te alegraste. Por que queres pecar contra o sangue inocente, matando Davi sem motivo?
6 ଶାଉଲ ଯୋନାଥନର କଥା ଶୁଣିଲେ ଓ ପ୍ରତିଜ୍ଞା କଲେ। ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମରିବ ନାହିଁ।
6 Saul ouviu a voz de Jônatas, e fez este juramento: Pela vida do Senhor, Davi não morrerá!
7 ଯୋନାଥନ ଦାଉଦଙ୍କକ୍ସ୍ଟ ଡାକିଲା ଓ ତାଙ୍କୁ ସମସ୍ତ କଥା ଶକ୍ସ୍ଟଣାଇଲା। ଯୋନାଥନ ଦାଉଦଙ୍କକ୍ସ୍ଟ ଶାଉଲଙ୍କ ନିକଟକକ୍ସ୍ଟ ଆଣିଲା, ତହିଁରେ ଦାଉଦ ପୂର୍ବପରି ଶାଉଲଙ୍କ ପାଖ ରେ ରହିଲେ।
7 Então Jônatas chamou Davi e contou-lhe tudo isso. Levou-o em seguida a Saul, para que ele retomasse o seu lugar como dantes.
8 ପକ୍ସ୍ଟନର୍ବାର ୟକ୍ସ୍ଟଦ୍ଧ ହେଲା ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ୟକ୍ସ୍ଟଦ୍ଧ କଲେ, ସେ ଏତେ ଜାରେ ରେ ଆଘାତ କଲେ ଯେ, ପଲେଷ୍ଟୀୟମାନେ ଭୟ ରେ ଦୌଡି ପଳାଇଲେ।
8 Tendo recomeçado a guerra, marchou Davi contra os filisteus, combatendo-os e infligindo-lhes uma grande derrota, e eles fugiram diante dele.
9 କିନ୍ତୁ ଏକ ମନ୍ଦ ଆତ୍ମା ସଦାପ୍ରଭୁଙ୍କଠାରୁ ଶାଉଲଙ୍କ ଉପରକକ୍ସ୍ଟ ଆସିଲା। ଶାଉଲ ତାଙ୍କ ନିଜ ଗୃହ ରେ ବସିଥିଲେ। ଶାଉଲ ହାତ ରେ ବର୍ଚ୍ଛା ଧରିଥିଲେ। ଦାଉଦ ଆପଣା ହସ୍ତ ରେ ବାଦ୍ଯ ବଜାଉ ଥିଲେ।
9 O mau espírito do Senhor, porém, veio novamente sobre Saul. Estava ele sentado em sua casa, com a lança na mão; Davi tocava a cítara.
10 ଶାଉଲ ବର୍ଚ୍ଛା ରେ ଦାଉଦଙ୍କକ୍ସ୍ଟ କାନ୍ଥ ରେ ଫୋଡି ପକାଇବାକକ୍ସ୍ଟ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଘକ୍ସ୍ଟଞ୍ଚି ୟିବାରକ୍ସ୍ଟ ବର୍ଚ୍ଛା କାନ୍ଥ ରେ ଫୋଡି ହାଇଗେଲା। ସହେି ରାତ୍ରି ରେ ଦାଉଦ ପଳାଯନ କଲେ।
10 Saul, então, arremessou-lhe a lança, procurando cravá-lo na parede; Davi desviou-se e a lança foi cravar-se na parede. Davi esquivou-se e fugiu naquela mesma noite.
11 ଶାଉଲ ଦାଉଦଙ୍କ ଘରକକ୍ସ୍ଟ ଲୋକ ପଠାଇଲେ। ଲୋକମାନେ ଦାଉଦଙ୍କ ଗୃହକକ୍ସ୍ଟ ଜଗି ରହିଲେ। ସମାନେେ ସଠାେରେ ରାତ୍ରି ତମାମ ଜଗି ରହିଲେ। ସମାନେେ ଦାଉଦଙ୍କକ୍ସ୍ଟ ସକାଳ ରେ ମାରିଦବୋ ପାଇଁ ଅପେକ୍ଷା କରିଥିଲେ, କିନ୍ତୁ ଦାଉଦଙ୍କ ସ୍ତ୍ରୀ ମୀଖଲ ତାଙ୍କୁ ସତର୍କ କରାଇ ଦଲୋ। ସେ କହିଲା, ତୁମ୍ଭେ ରାତ୍ରି ରେ ପଳାଯନ କରି ଜୀବନ ରକ୍ଷା କର। ଯଦି ତୁମ୍ଭେ ଏହା ନକର ତବେେ ସମାନେେ ତୁମ୍ଭକୁ ଆସନ୍ତା କାଲି ମାରି ଦବେେ।
11 Ora, mandou o rei emissários à casa de Davi, para terem-no seguro e assassiná-lo pela manhã. Mas Micol, mulher de Davi, disse-lhe: Se não fugires esta noite, amanhã serás um homem morto.
12 ତା'ପରେ ମୀଖଲ ଦାଉଦଙ୍କକ୍ସ୍ଟ ଏକ ଝରକା ଦଇେ ବାହାରକକ୍ସ୍ଟ ପଠାଇ ଦେଲେ। ଦାଉଦ ରକ୍ଷା ପାଇଗଲେ ଏବଂ ଦୌଡି ପଳାଇ ଗଲେ।
12 Fê-lo, pois, descer pela janela, e ele fugiu são e salvo.
13 ମୀଖଲ ଗୃହର ଦବେତାଙ୍କୁ ଲକ୍ସ୍ଟଗା ରେ ଘୋଡାଇ ଦଲୋ। ତା'ପରେ ସେ ପ୍ରତିମୂର୍ତ୍ତିକକ୍ସ୍ଟ ବିଛଣା ମଧିଅରେ ପକ୍ସ୍ଟରାଇ ଦଲୋ। ସେ ମଧ୍ଯ ଛାଗ ଚମଡାକକ୍ସ୍ଟ ତହିଁର ମସ୍ତକରେ ଘୋଡାଇ ଦଲୋ।
13 Micol tomou o terafim, meteu-o na cama, colocou-lhe em redor da cabeça uma cobertura de pele de cabra, e cobriu tudo com um manto.
14 ଦାଉଦଙ୍କକ୍ସ୍ଟ ଧରିନବୋ ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ ମୀଖଲ କହିଲା, ସେ ପିଡିତ ଅଛନ୍ତି।
14 Quando chegaram os enviados de Saul para prender Davi, ela disse-lhes: Ele está doente.
15 ଶାଉଲ ଦାଉଦଙ୍କକ୍ସ୍ଟ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲା, ତାହାକକ୍ସ୍ଟ ଶୟ୍ଯା ରେ ମାେ ପାଖକକ୍ସ୍ଟ ଆଣ। ମୁ ତାକକ୍ସ୍ଟ ହତ୍ଯା କରିବି।
15 Saul mandou-os de novo, com ordem de vê-lo, dizendo: Trazei-mo com sua cama, e eu o matarei.
16 ଯେତବେେଳେ ଦୂତମାନେ ଗୃହ ଭିତରକକ୍ସ୍ଟ ୟାଇ ଦେଖନ୍ତେ, ସମାନେେ ଶୟ୍ଯା ଉପରେ ପ୍ରତିମୂର୍ତ୍ତି ଦବେତା ଦେଖିଲେ ଓ ତହିଁର ମସ୍ତକର ଛାଗ ଲୋମ ନିର୍ମିତ କମ୍ବଳ ଅଛି।
16 Tendo chegado os mensageiros, só encontraram na cama o terafim com uma cobertura de pele de cabra no lugar da cabeça.
17 ଶାଉଲ ମୀଖଲକକ୍ସ୍ଟ କହିଲେ, ଏପରି କରି ତୁମ୍ଭେ କାହିଁକି ମାେତେ ପ୍ରବଞ୍ଚନା କଲ? ମାେ ଶତୃକକ୍ସ୍ଟ କାହିଁକି ତୁମ୍ଭେ ଖସିୟିବାକକ୍ସ୍ଟ ଦେଲେ।
17 Saul disse a Micol: Por que me enganaste assim, deixando escapar o meu inimigo? Micol respondeu: Porque ele me disse: deixa-me partir, senão te mato!
18 ଦାଉଦ ପଳାଯନ କରି ରକ୍ଷା ପାଇଲେ ଓ ରାମା ରେ ଶାମକ୍ସ୍ଟଯଲେ ନିକଟକକ୍ସ୍ଟ ୟାଇ ଶାଉଲ ତାଙ୍କ ପ୍ରତି ଯେଉଁ ଆଚରଣ କରିଥିଲେ ତାହା କହିଲେ। ତେଣୁ ସେ ଓ ଶାମକ୍ସ୍ଟଯଲେ ୟାଇ ନାଯୋତ ରେ ବାସ କଲେ।
18 Davi fugiu, pois, e foi ocultar-se junto de Samuel, em Ramá; e contou-lhe tudo o que Saul lhe fizera. E foram ambos morar em Naiot.
19 ଶାଉଲଙ୍କକ୍ସ୍ଟ ଜଣାଇ ଦିଆଗଲା, ଦେଖ ଦାଉଦ ରାମାସ୍ଥିତ ନାଯୋତ ରେ ଅଛି।
19 Disseram a Saul: Davi está em Naiot, perto de Ramá.
20 ତେଣୁ ଶାଉଲ ଦାଉଦଙ୍କକ୍ସ୍ଟ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ। ମାତ୍ର ସମାନେେ ଭବିଷ୍ଯଦ୍ବକ୍ତା ଦଳକକ୍ସ୍ଟ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କରିବାର ଓ ସମାନଙ୍କେ ଉପରେ ନିୟକ୍ସ୍ଟକ୍ତି ଶାମୁୟେଲଙ୍କୁ ଠିଆ ହବୋର ଦେଖନ୍ତେ ପରମେଶ୍ବରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକକ୍ସ୍ଟ ଆସିଲେ। ତହିଁରେ ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।
20 Saul mandou homens para prendê-lo, mas quando viram a comunidade dos profetas em delírio, tendo Samuel à sua frente, o espírito de Deus veio sobre os enviados de Saul que começaram, também eles, a profetizar.
21 ଏହିକଥା ଶାଉଲଙ୍କକ୍ସ୍ଟ ଜଣାଇ ଦିଆଯାନ୍ତେ ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ, ଶାଉଲ ପକ୍ସ୍ଟନର୍ବାର ତୃତୀୟ ଥରପାଇଁ ଦୂତମାନଙ୍କୁ ପଠାଇଲେ ଓ ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।
21 Contaram-no a Saul, que enviou outros mensageiros, mas também estes se puseram a cantar como os primeiros. Saul mandou um terceiro grupo, os quais também profetizaram.
22 ଶଷେ ରେ ଶାଉଲ ନିଜେ ରାମାକକ୍ସ୍ଟ ଗଲେ ଓ ସଠାେରେ ଥିବା ବୃହତ କୂପ ନିକଟରେ ଉପସ୍ଥିତ ହେଲେ, ପକ୍ସ୍ଟଣି ସେ ପଗ୍ଭରି କହିଲେ, ଶାମକ୍ସ୍ଟଯଲେ ଓ ଦାଉଦ କେଉଁଠା ରେ ଅଛନ୍ତି?
22 Então ele foi pessoalmente a Ramá. Chegando à grande cisterna de Soco, perguntou: Onde estão Samuel e Davi? Estão em Naiot, responderam-lhe, perto de Ramá.
23 ତେଣୁ ଶାଉଲ ରାମା ନିକଟସ୍ଥ ନାଯୋତକକ୍ସ୍ଟ ଗଲେ। ତହିଁରେ ପରମେଶ୍ବରଙ୍କ ଆତ୍ମା ତାଙ୍କ ଉପରକକ୍ସ୍ଟ ଆସନ୍ତେ ସେ ଯାଉ ଯାଉ ରାମାସ୍ଥିତ ନାଯୋତ ରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।
23 Mas, no caminho para Naiot, assaltou-o também o espírito de Deus, e Saul foi tomado de transes por todo o caminho até chegar a Naiot.
24 ତା'ପରେ ଶାଉଲ ନିଜର ବସ୍ତ୍ର ଉତ୍ତାରିଲେ ଓ ଶାମୁୟେଲଙ୍କ ସମ୍ମକ୍ସ୍ଟଖ ରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ। ସେ ସହେି ଦିନୟାକ ଏବଂ ରାତ୍ରି ତମାମ ପୋଷାକ ନ ପିନ୍ଧି ପଡି ରହିଲେ।
24 Despiu suas vestes, profetizando diante de Samuel e ficou assim despido, prostrado por terra durante todo o dia e toda a noite. Daí o ditado: Está Saul também entre os profetas?

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Samuel 19, comparar traduções ou montar um estudo — tudo direto pelo WhatsApp.