1 Samuel 1
Oriya Bible (GL_ORIYA) vs NVI
1 ଇଫ୍ରଯିମର ପର୍ବତମଯ ଦେଶର ରାମାଠା ରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇଲ୍କାନା। ଇଲ୍କାନା ସୂଫ ପରିବାରବର୍ଗର ଥିଲେ। ଇଲ୍କାନା ୟିରୋହମର ପକ୍ସ୍ଟତ୍ର, ଥିଲା ୟିଏ ଇଲୀହର ପକ୍ସ୍ଟତ୍ର ଥିଲା, ୟିଏ ତୋହର ପକ୍ସ୍ଟତ୍ର ଥିଲା, ୟିଏ ସୂଫର ପକ୍ସ୍ଟତ୍ର ଥିଲା ଓ ଏମାନେ ଇଫ୍ରଯିମ ପରିବାରବର୍ଗର ଥିଲେ।
1 Havia certo homem de Ramataim, zufita, dos montes de Efraim, chamado Elcana, filho de Jeroão, neto de Eliú e bisneto de Toú, filho do efraimita Zufe.
2 ଇଲ୍କାନାର ଦକ୍ସ୍ଟଇଟି ସ୍ତ୍ରୀ ଥିଲେ, ଜଣଙ୍କର ନାମଥିଲା ହାନ୍ନା ଓ ଅନ୍ୟ ଜଣଙ୍କର ନାମ ଥିଲା ପନିନ୍ନା। ପିନ୍ନିନାର ପିଲାପିଲି ଥିଲେ। କିନ୍ତୁ ହାନ୍ନାର କୌଣସି ପିଲାପିଲି ନ ଥିଲେ।
2 Ele tinha duas mulheres; uma se chamava Ana, e a outra Penina. Penina tinha filhos, Ana, porém, não tinha.
3 ପ୍ରତିବର୍ଷ ଇଲ୍କାନା ତା'ର ନିଜ ସହର ରାମାକକ୍ସ୍ଟ ଛାଡି ଶୀଲୋକକ୍ସ୍ଟ ଯାଉଥିଲା, ଶୀଲୋ ରେ ଥିବା ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ ପାଇଁ ଓ ଉପାସନା ପାଇଁ ସଠାେକକ୍ସ୍ଟ ଯାଉଥିଲା। ଯେଉଁ ସ୍ଥାନ ରେ ଇଲୀହର ଦକ୍ସ୍ଟଇ ପକ୍ସ୍ଟତ୍ର ଧର୍ମଯାଜକ ଥିଲେ, ତାଙ୍କର ନାମ ଥିଲା, ହଫ୍ନି ଓ ପୀନହସ୍।
3 Todos os anos esse homem subia de sua cidade a Siló para adorar e sacrificar ao Senhor dos Exércitos. Lá, Hofni e Finéias, os dois filhos de Eli, eram sacerdotes do Senhor.
4 ପ୍ରେତ୍ୟକକଥର ବଳିଦାନ ଉତ୍ସର୍ଗ କଲାପରେ ସେଥିରକ୍ସ୍ଟ କିଛି ଅଂଶ ତା'ର ସ୍ତ୍ରୀ ପନିନ୍ନା ଏବଂ ତା'ର ସମସ୍ତ ପକ୍ସ୍ଟତ୍ରଗଣ ଓ କନ୍ଯାମାନଙ୍କୁ ଦେଉଥିଲା।
4 No dia em que Elcana oferecia sacrifícios, dava porções à sua mulher Penina e a todos os filhos e filhas dela.
5 ଇଲ୍କାନା ମଧ୍ଯ ତା'ର ସ୍ତ୍ରୀ ହାନ୍ନାକକ୍ସ୍ଟ ତା'ର ଦକ୍ସ୍ଟଇଗକ୍ସ୍ଟଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକକ୍ସ୍ଟ ସେ ବାସ୍ତବ ରେ ପ୍ ରମେ କରୁଥିଲା। କିନ୍ତୁ ସଦାପ୍ରଭୁ ତା' କୋଳ ରେ କୌଣସି ସନ୍ତାନ ସନ୍ତତି ଦଇେ ନ ଥିଲେ।
5 Mas a Ana dava uma porção dupla, porque a amava, mesmo que o Senhor a houvesse deixado estéril.
6 ସଦାପ୍ରଭୁ ହାନ୍ନା କୋଳ ରେ କୌଣସି ସନ୍ତାନ ଦଇେ ନଥିଲେ, ତେଣୁ ପନିନ୍ନା ତାକକ୍ସ୍ଟ ଦକ୍ସ୍ଟଃଖିତ କରୁଥିଲା ଏବଂ ତାକକ୍ସ୍ଟ ବିରକ୍ତି କରୁଥିଲା।
6 E porque o Senhor a tinha deixado estéril, sua rival a provocava continuamente, a fim de irritá-la.
7 ଯେତବେେଳେ ସହେି ପରିବାର ସଦାପ୍ରଭୁଙ୍କ ମନ୍ଦିରକକ୍ସ୍ଟ ଯାଉଥିଲେ ପ୍ରତିବର୍ଷ ଏହିପରି ହେଉଥିଲା। ପନିନ୍ନା ହାନ୍ନାକକ୍ସ୍ଟ ଦକ୍ସ୍ଟଃଖିତ କରୁଥିଲା। ତେଣୁ ସେ କ୍ରନ୍ଦନ କଲା ଓ କିଛି ଖାଇଲା ନାହିଁ।
7 Isso acontecia ano após ano. Sempre que Ana subia à casa do Senhor, sua rival a provocava e ela chorava e não comia.
8 ତା'ର ସ୍ବାମୀ ଇଲକାନା ପଗ୍ଭରକ୍ସ୍ଟ ଥିଲେ, ତୁମ୍ଭେ କାହିଁକି କାନ୍ଦକ୍ସ୍ଟଛ? ତୁମ୍ଭେ କାହିଁକି କିଛି ଖାଉନାହଁ? ତୁମ୍ଭେ କାହିଁକି ଦକ୍ସ୍ଟଃଖିତ। ମୁ ତୁମ୍ଭର ସ୍ବାମୀ, ତୁମ୍ଭେ ଭାବିବା ଉଚିତ୍ ଯେ ମୁ ତକ୍ସ୍ଟମ୍ଭ ପାଇଁ ତୁମ୍ଭର ଦଶ ଜଣ ପକ୍ସ୍ଟତ୍ର ପାଇବା ସକ୍ଷମ।
8 Elcana, seu marido, lhe perguntava: "Ana, por que você está chorando? Por que não come? Por que está triste? Será que eu não sou melhor para você do que dez filhos? "
9 ସେ ଖାଇପିଇ ସାରିବା ପରେ ହାନ୍ନା ଚକ୍ସ୍ଟପ୍ ଗ୍ଭପ୍ ଭାବରେ ଉଠିୟାଇ ସଦାପ୍ରଭୁଙ୍କ ପ୍ରାଙ୍ଗଣକକ୍ସ୍ଟ ପ୍ରାର୍ଥନା କରିବାକୁ ଗଲା। ଏଲି ୟିଏ କି ଧର୍ମଯାଜକ ଥିଲେ, ସେ ସହେି ସଦାପ୍ରଭୁଙ୍କ ପବିତ୍ର ମନ୍ଦିରର ଫାଟକ ନିକଟରେ ବସି ରହିଥିଲେ।
9 Certa vez quando terminou de comer e beber em Siló, estando o sacerdote Eli sentado numa cadeira junto à entrada do santuário do Senhor, Ana se levantou
10 ହାନ୍ନା ଭାରି ଦକ୍ସ୍ଟଃଖିନି ଥିଲେ। ସେ ଯେତବେେଳେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲେ, ସେ ବହକ୍ସ୍ଟତ କାନ୍ଦକ୍ସ୍ଟଥିଲେ।
10 e, com a alma amargurada, chorou muito e orou ao Senhor.
11 ସେ ଏହା କହି ପରମେଶ୍ବରଙ୍କ ନିକଟରେ ପ୍ରତିଜ୍ଞା କଲା, ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖକ୍ସ୍ଟଥାଅ ମୁ କେତେ ଦକ୍ସ୍ଟଃଖି, ଯଦି ତୁମ୍ଭେ ତୁମ୍ଭର ସବେକକକ୍ସ୍ଟ ମନେ ରଖିଥାଅ, ତବେେ ମାେତେ ଏକ ପକ୍ସ୍ଟତ୍ର ଦିଅ। ତା' ହେଲେ ମୁ ସହେି ପକ୍ସ୍ଟତ୍ରଟିକକ୍ସ୍ଟ ସଦାପ୍ରଭୁଙ୍କଠା ରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସବୋ କରିବ। ସେ ଦ୍ରାକ୍ଷାରସ ଏବଂ ସକ୍ସ୍ଟରା ନାସରୀଯ ତକ୍ସ୍ଟଲ୍ଯ ପିଇବ ନାହିଁ ଏବଂ ତା'ର ବାଳ କାଟିବାପାଇଁ କୌଣସି କ୍ଷକ୍ସ୍ଟର ତା'ର ମକ୍ସ୍ଟଣ୍ତ ରେ ସ୍ପର୍ଶ କରିବ ନାହିଁ।
11 E fez um voto, dizendo: "Ó Senhor dos Exércitos, se tu deres atenção à humilhação de tua serva, te lembrares de mim e não te esqueceres de tua serva, mas lhe deres um filho, então eu o dedicarei ao Senhor por todos os dias de sua vida, e o seu cabelo e a sua barba nunca serão cortados".
12 ଯେତବେେଳେ ସେ ସଦାପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଏହିପରି ପ୍ରାର୍ଥନା କରୁଥିଲା, ଏଲି ତା'ର ପାଟିକକ୍ସ୍ଟ ଦେଖକ୍ସ୍ଟଥିଲା।
12 Enquanto ela continuava a orar diante do Senhor, Eli observava sua boca.
13 ସହେି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। କବଳେ ତାଙ୍କର ଓଷ୍ଠ ହଲକ୍ସ୍ଟଥିଲା। ମାତ୍ର ତାଙ୍କର ସ୍ବର ଶକ୍ସ୍ଟଣା ଯାଉନଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ।
13 Como Ana orava silenciosamente, seus lábios se mexiam mas não se ouvia sua voz. Então Eli pensou que ela estivesse embriagada
14 ଏଲି ହାନ୍ନାଙ୍କକ୍ସ୍ଟ କହିଲେ, ତୁମ୍ଭେ ଆଉ କେତକୋଳ ମାତାଲ ହେଉଥିବ? ଦ୍ରାକ୍ଷାରସରକ୍ସ୍ଟ ଦକ୍ସ୍ଟ ରଇେ ରକ୍ସ୍ଟହ।
14 e lhe disse: "Até quando você continuará embriagada? Abandone o vinho! "
15 ହାନ୍ନା ଉତ୍ତର ଦଲୋ, ନା, ମାରେ ମହାଶୟ, ମୁ ଜଣେ ଦକ୍ସ୍ଟଃଖିନୀ ସ୍ତ୍ରୀ, ମୁ ଦ୍ରାକ୍ଷାରସ କି ମଦ୍ଯପାନ କରିନାହିଁ। ମାତ୍ର ମୁ ସଦାପ୍ରଭୁଙ୍କଠା ରେ ମାରେ ଆପଣାର ପ୍ରାଣ ବଦନୋ ଢାଳକ୍ସ୍ଟଥିଲି।
15 Ana respondeu: "Não se trata disso, meu senhor. Sou uma mulher muito angustiada. Não bebi vinho nem bebida fermentada; eu estava derramando minha alma diante do Senhor.
16 ଆପଣା ଦାସୀକକ୍ସ୍ଟ କକ୍ସ୍ଟଚରିତ୍ର ଭାବ ନାହିଁ। ମୁ ଆପଣା ଚିନ୍ତା ଓ ସମସ୍ଯାକକ୍ସ୍ଟ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମାରେଅନକେ ସମସ୍ଯା ଅଛି ଏବଂ ମୁ ଅତ୍ଯନ୍ତ ଦକ୍ସ୍ଟଃଖିତ।
16 Não julgues tua serva uma mulher vadia; estou orando aqui até agora por causa de minha grande angústia e tristeza".
17 ତହିଁରେ ଏଲି ଉତ୍ତର ଦେଲେ, ଶାନ୍ତି ରେ ୟାଅ, ଯାହା ତୁମ୍ଭେ ପରମେଶ୍ବରଙ୍କଠା ରେ ମାଗିଲ, ଇଶ୍ରାୟେଲର ପରମେଶ୍ବର ତୁମ୍ଭର ମନସ୍କାମନା ପକ୍ସ୍ଟରଣ କରନ୍ତକ୍ସ୍ଟ।
17 Eli respondeu: "Vá em paz, e que o Deus de Israel lhe conceda o que você pediu".
18 ତା'ପରେ ସେ ଉତ୍ତର ଦଲୋ, ମୁ ତକ୍ସ୍ଟମ୍ଭ ଦାସୀ ତକ୍ସ୍ଟମ୍ଭ ଆଖି ରେ ଅନକ୍ସ୍ଟଗ୍ରହ ପ୍ରାଲ୍ଗ ହେଉ। ଆଉ ସେ (ସ୍ତ୍ରୀ) ଆପଣା ପଥରେ ଗଲେ ଓ ଭୋଜନ କଲେ ଏବଂ ତାଙ୍କର ମକ୍ସ୍ଟହଁ ଆଉ ବିଷର୍ଣ୍ଣ ହେଲା ନାହିଁ।
18 Ela disse: "Espero que sejas benevolente para com tua serva! " Então ela seguiu seu caminho, comeu, e seu rosto já não estava mais abatido.
19 ତା'ପରେ ଇଲ୍କାନା ଆପଣା ସ୍ତ୍ରୀ ହାନ୍ନା ସହିତ ସହବାସ କଲା ଏବଂ ସଦାପ୍ରଭୁ ହାନ୍ନାକକ୍ସ୍ଟ ସ୍ମରଣ କଲେ।
19 Na manhã seguinte, eles se levantaram e adoraram ao Senhor; então voltaram para casa, em Ramá. Elcana teve relações com sua mulher Ana, e o Senhor se lembrou dela.
20 ଏହାପରେ ସହେି ସମୟରେ ପରବର୍ଷ ହାନ୍ନା ପକ୍ସ୍ଟତ୍ର ପ୍ରସବ କଲା। କାରଣ ମୁ ସଦାପ୍ରଭୁଙ୍କୁ ମାଗିଥିଲି, ସେ ତାହାର ନାମ ଶାମକ୍ସ୍ଟଯଲେ ଡାକିଲା।
20 Assim Ana engravidou e, no devido tempo, deu à luz um filho. E deu-lhe o nome de Samuel, dizendo: "Eu o pedi ao Senhor".
21 ଏହାପରେ ଇଲ୍କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ।
21 Quando no ano seguinte Elcana subiu com toda a família para oferecer o sacrifício anual ao Senhor e para cumprir o seu voto,
22 କିନ୍ତୁ ହାନ୍ନା ଗଲାନାହିଁ, ଏବଂ ସେ ଆପଣା ସ୍ବାମୀକକ୍ସ୍ଟ କହିଲା, ବାଳକ ସ୍ତନପାନ ଛାଡିଲା ପରେ ମୁ ତାକକ୍ସ୍ଟ ନଇୟିବେି। ତା'ପରେ ସେ ସଦାପ୍ରଭୁଙ୍କର ସାକ୍ଷାତ ରେ ଉପସ୍ଥିତ ହବେ ଓ ସଠାେରେ ସର୍ବଦା ରହିବ।
22 Ana não foi e disse a seu marido: "Depois que o menino for desmamado, eu o levarei e o apresentarei ao Senhor, e ele morará ali para sempre".
23 ତା'ପରେ ତା'ର ସ୍ବାମୀ ଇଲ୍କାନା ତାକକ୍ସ୍ଟ କହିଲା, ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନପାନ ତ୍ଯାଗ କରାଇବା ପର୍ୟ୍ଯନ୍ତ ଏଠା ରେ ରକ୍ସ୍ଟହ। ସଦାପ୍ରଭୁ ତାଙ୍କର ବାକ୍ଯ ପୂର୍ଣ କରନ୍ତକ୍ସ୍ଟ । ତେଣୁ ସହେି ସ୍ତ୍ରୀ ଆପଣା ପକ୍ସ୍ଟତ୍ରକକ୍ସ୍ଟ ସ୍ତନପାନ ତ୍ଯାଗ କରିବା ପର୍ୟ୍ଯନ୍ତ ଗୃହ ରେ ରହିଲା ଓ ପିଲାର ଦଖାେଗ୍ଭହାଁ କଲା।
23 Disse Elcana, seu marido: "Faça o que lhe parecer melhor. Fique aqui até desmamá-lo; que o Senhor apenas confirme a palavra dele! " Então ela ficou em casa e amamentou seu filho até que o desmamou.
24 ଏହାପରେ ସେ ତାହାକକ୍ସ୍ଟ ସ୍ତନପାନ ତ୍ଯାଗ କରାଇଲା ଓ ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ ବୋତଲ ଦ୍ରାକ୍ଷାରସ ତା' ସହିତ ପିଲାଟିକକ୍ସ୍ଟ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକକ୍ସ୍ଟ ଆଣିଲା। ଯେ ତବେଳେ ବାଳକଟି େଛାଟ ଥିଲା।
24 Depois de desmamá-lo, levou o menino, ainda pequeno, à casa do Senhor, em Siló, com um novilho de três anos de idade, uma arroba de farinha e uma vasilha de couro cheia de vinho.
25 ତହିଁରେ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ରୂପେ ଗୋବତ୍ସ ବଧକଲେ ଓ ବାଳକକକ୍ସ୍ଟ ଏଲି ନିକଟକକ୍ସ୍ଟ ଆଣିଲେ।
25 Eles sacrificaram o novilho e levaram o menino a Eli,
26 ତା'ପରେ ହାନ୍ନା ଏଲିଯକକ୍ସ୍ଟ କହିଲା, ମହାଶୟ ମୁ ବାସ୍ତବ ରେ ସହେି ସ୍ତ୍ରୀ ଲୋକ ୟିଏକି ତକ୍ସ୍ଟମ୍ଭ ଆଗ ରେ ଛିଡା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା।
26 e ela lhe disse: "Meu senhor, juro por tua vida que eu sou a mulher que esteve aqui a teu lado, orando ao Senhor.
27 ମୁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମାେତେ ମଞ୍ଜକ୍ସ୍ଟର କରିଛନ୍ତି।
27 Era este menino que eu pedia, e o Senhor concedeu-me o pedido.
28 ସେଥିପାଇଁ ବର୍ତ୍ତମାନ ମୁ ତାକକ୍ସ୍ଟ ସଦାପ୍ରଭୁଙ୍କ ସବୋ କରିବା ପାଇଁ ଉତ୍ସର୍ଗ କରୁଛି। ସେ ୟାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।
28 Por isso, agora, eu o dedico ao Senhor. Por toda a sua vida será dedicado ao Senhor". E ali adorou o Senhor.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Samuel 1, comparar traduções ou montar um estudo — tudo direto pelo WhatsApp.