1 Samuel 21

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକକ୍ସ୍ଟ ଫରେିଗଲେ।
1 Então, veio Davi a Nobe, ao sacerdote Aimeleque; Aimeleque, tremendo, saiu ao encontro de Davi e disse-lhe: Por que vens só, e ninguém, contigo?
2 ଦାଉଦ ନୋବକକ୍ସ୍ଟ ଗଲେ। ଯାଜକ ଅହୀମଲକେକକ୍ସ୍ଟ ଦଖାେ କରିବାକୁ ଗଲେ।
2 Respondeu Davi ao sacerdote Aimeleque: O rei deu-me uma ordem e me disse: Ninguém saiba por que te envio e de que te incumbo; quanto aos meus homens, combinei que me encontrassem em tal e tal lugar.
3 ଦାଉଦ ଅହୀମଲକେକକ୍ସ୍ଟ କହିଲେ, ରାଜା ମାେତେ ଏକ ଗକ୍ସ୍ଟରକ୍ସ୍ଟତର ଆଦେଶ ସହ ପଠାଇଛନ୍ତି। ସେ ମାେତେ କହିଲେ, 'ଏ ଅଭିୟାନ ଆଉ କାହାକକ୍ସ୍ଟ ଜଣାଇବ ନାହିଁ। ମୁ ତୁମ୍ଭକୁ ଯାହା କରିବାକୁ କହିଲି, କୌଣସି ଲୋକ ଏକଥା ଜାଣିବା ଉଚିତ୍ ନକ୍ସ୍ଟ ହେଁ।' କେଉଁଠା ରେ ମାେତେ ଦଖାେ କରିବା ପାଇଁ ମୁ ମାେ ଲୋକମାନଙ୍କୁ କହିଛି।
3 Agora, que tens à mão? Dá-me cinco pães ou o que se achar.
4 ତକ୍ସ୍ଟମ୍ଭ ପାଖ ରେ ବର୍ତ୍ତମାନ କି ଖାଦ୍ୟ ଅଛି? ମାେତେ ବର୍ତ୍ତମାନ ପାଞ୍ଚପଟ ରୋଟୀ ଦିଅ କିମ୍ବା ଯାହାକିଛି ଅଛି ମାେତେ ଖାଇବାକକ୍ସ୍ଟ ଦିଅ।
4 Respondendo o sacerdote a Davi, disse-lhe: Não tenho pão comum à mão; há, porém, pão sagrado, se ao menos os teus homens se abstiveram das mulheres.
5 ଯାଜକ ଦାଉଦଙ୍କକ୍ସ୍ଟ କହିଲେ, ମାେ ପାଖ ରେ ଏଠା ରେ ସାଧାରଣ ରୋଟୀ ନାହିଁ। ମାେ ପାଖ ରେ କିଛି ପବିତ୍ର ରୋଟୀ ଅଛି। ତୁମ୍ଭର ଦାସମାନେ ଏ ରୋଟୀ ଖାଇପାରିବେ ଯଦି ସମାନେେ କୌଣସି ସ୍ତ୍ରୀ ଲୋକମାନଙ୍କ ସହିତ ଯଦି ୟୌନ ସଐର୍କ ରଖି ନ ଥିବେ।
5 Respondeu Davi ao sacerdote e lhe disse: Sim, como sempre, quando saio à campanha, foram-nos vedadas as mulheres, e os corpos dos homens não estão imundos. Se tal se dá em viagem comum, quanto mais serão puros hoje!
6 ଦାଉଦ ଯାଜକଙ୍କକ୍ସ୍ଟ ଉତ୍ତର ଦେଲେ, ଆମ୍ଭମାନଙ୍କର କୌଣସି ସ୍ତ୍ରୀଲୋକମାନଙ୍କ ସହିତ ୟୌନ ସଐର୍କ ନାହିଁ। ମାରେ ଲୋକମାନେ ସର୍ବଦା ଶରୀରକକ୍ସ୍ଟ ପବିତ୍ର ରଖିଥାନ୍ତି। ଯେତବେେଳେ ଆମ୍ଭେ ୟକ୍ସ୍ଟଦ୍ଧକକ୍ସ୍ଟ ଯାଉ ଏପରିକି କବଳେ ସାଧାରଣ ଅଭିୟାନ ହେଲବେି ଏବଂ ଆଜି ତ ଏକ ସ୍ବତନ୍ତ୍ର ଦିନ ଅଟେ, କାରଣ ଆମର ଅଭିୟାନ ଆଜି ବହକ୍ସ୍ଟତ ସ୍ବତନ୍ତ୍ର।
6 Deu-lhe, pois, o sacerdote o pão sagrado, porquanto não havia ali outro, senão os pães da proposição, que se tiraram de diante do Senhor , quando trocados, no devido dia, por pão quente.
7 ଏଠା ରେ ପବିତ୍ର ରୋଟୀ ଛଡା ଆଉ କୌଣସି ରୋଟୀ ନାହିଁ। ତେଣୁ ଯାଜକ ଦାଉଦକକ୍ସ୍ଟ ଏହି ପବିତ୍ର ରୋଟୀ ଦେଲେ। ଏହା ପବିତ୍ର ରୋଟୀସବୁକକ୍ସ୍ଟ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଟବେକ୍ସ୍ଟଲ ଉପରେ ରଖିଥିଲେ। ପ୍ରେତ୍ୟକକ ଦିନ ସେ ଏହି ରୋଟୀ ସଠାେରକ୍ସ୍ଟ କାଢି ନଇେ ତଟକା ରୋଟୀ ସହେିଠା ରେ ରଖନ୍ତି।
7 Achava-se ali, naquele dia, um dos servos de Saul, detido perante o Senhor , cujo nome era Doegue, edomita, o maioral dos pastores de Saul.
8 ସଦେିନ ଶାଉଲଙ୍କ ଦାସମାନଙ୍କ ମଧ୍ଯରକ୍ସ୍ଟ ଜଣେ ଦାସ ସଠାେରେ ଥିଲା। ସେ ଥିଲେ ଇଦୋମୀଯ ଦୋଯଗେ। ଦୋଯଗେ ଥିଲା ଶାଉଲଙ୍କର ପଶକ୍ସ୍ଟପାଳକମାନଙ୍କର ମକ୍ସ୍ଟଖ୍ଯ। ଦୋଯଗଙ୍କେକ୍ସ୍ଟ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଅଟକାଇ ରଖା ୟାଇଥିଲା ।
8 Disse Davi a Aimeleque: Não tens aqui à mão lança ou espada alguma? Porque não trouxe comigo nem a minha espada nem as minhas armas, porque a ordem do rei era urgente.
9 ଦାଉଦ ଅହୀମଲକେକକ୍ସ୍ଟ କହିଲେ, ଏଠା ରେ ତକ୍ସ୍ଟମ୍ଭ ହାତ ରେ ଖଣ୍ତା କିମ୍ବା ବର୍ଚ୍ଛା ନାହିଁତ? ମୁ ଆପଣା ଖଡ୍ଗ ବା ଅସ୍ତ୍ରଶସ୍ତ୍ର ସାଥି ରେ ଆଣି ନାହିଁ। ଯେଣକ୍ସ୍ଟ ରାଜାଙ୍କ ଅଭିୟାନ ଶିଘ୍ର କରିବାକୁ ପଡିବ।
9 Respondeu o sacerdote: A espada de Golias, o filisteu, a quem mataste no vale de Elá, está aqui, envolta num pano detrás da estola sacerdotal; se a queres levar, leva-a, porque não há outra aqui, senão essa. Disse Davi: Não há outra semelhante; dá-ma.
10 ଯାଜକ ଉତ୍ତର ଦେଲେ, ଏଠା ରେ ଗୋଟିଏ ଖଣ୍ତା ଅଛି, ଯାହାକି ପଲେଷ୍ଟୀୟ ଗଲିଯାତର ଅଟେ। ଏହାକକ୍ସ୍ଟ ତୁମ୍ଭେ ତାକକ୍ସ୍ଟ ଏଲୀଯ ଉପତ୍ୟକା ରେ ହତ୍ଯା କରିବା ସମୟରେ ଆଣିଥିଲ। ତାହା ସେ ଏଫୋଦ ପଛ ରେ ବସ୍ତ୍ର ଗକ୍ସ୍ଟଡା ହାଇେ ରଖା ୟାଇଛି। ଏହାକକ୍ସ୍ଟ ତୁମ୍ଭେ ନଇେପାର ଯଦି ତୁମ୍ଭେ ଗ୍ଭହଁ।
10 Levantou-se Davi, naquele dia, e fugiu de diante de Saul, e foi a Aquis, rei de Gate.
11 ସହେିଦିନ ଦାଉଦ ଶାଉଲଙ୍କଠାରକ୍ସ୍ଟ ପଳାଯନ କଲେ। ଦାଉଦ ଗାଥର ରାଜା ଆଖୀଶଙ୍କ ନିକଟକକ୍ସ୍ଟ ପଳାଇଲେ।
11 Porém os servos de Aquis lhe disseram: Este não é Davi, o rei da sua terra? Não é a este que se cantava nas danças, dizendo: Saul feriu os seus milhares, porém Davi, os seus dez milhares?
12 ଆଖୀଶଙ୍କର ଦାସମାନେ ଏହାକକ୍ସ୍ଟ ପସନ୍ଦ କଲେ ନାହିଁ। ସମାନେେ କହିଲେ, ଦାଉଦ ହେଉଛନ୍ତି ଇଶ୍ରାୟେଲ ଭୂଖଣ୍ତର ରାଜା। ଇଶ୍ରାୟେଲର ଲୋକମାନେ ତାଙ୍କ ବିଷଯ ରେ ନାଚି ନାଚି ଗୀତ ଗାଇ ଏହା କହିଲେ। ସେ ଲୋକମାନେ ଦାଉଦଙ୍କ ବିଷଯ ରେ ପରସ୍ପର ନାଚକରି କହିଥିଲେ,
12 Davi guardou estas palavras, considerando-as consigo mesmo, e teve muito medo de Aquis, rei de Gate.
13 ସମାନେେ ଯାହା କହକ୍ସ୍ଟଥିଲେ ସେସବୁକକ୍ସ୍ଟ ଦାଉଦ ବହକ୍ସ୍ଟତ ଧ୍ଯାନ ଦେଉଥିଲେ। ଗାଥର ରାଜା ଆଖୀଶଙ୍କକ୍ସ୍ଟ ଦାଉଦ ଭୟ କରିଗଲେ।
13 Pelo que se contrafez diante deles, em cujas mãos se fingia doido, esgravatava nos postigos das portas e deixava correr saliva pela barba.
14 ତେଣୁ ଦାଉଦ ନିଜର ବ୍ଯବହାର ବଦଳାଇ ଦେଲେ ଓ ସମାନଙ୍କେ ନିକଟରେ ଅତି ବାତକ୍ସ୍ଟଳ ପରି ଦଖାଇେ କବାଟକକ୍ସ୍ଟ ଆଞ୍ଚକ୍ସ୍ଟଡିଲେ ଓ ତାଙ୍କର ଲାଳ ଦାଢି ବାଟେ ମଧ୍ଯ ବହିବାକକ୍ସ୍ଟ ଲାଗିଲା।
14 Então, disse Aquis aos seus servos: Bem vedes que este homem está louco; por que mo trouxestes a mim?
15 ଆଖୀଶ ଦାସମାନଙ୍କୁ କହିଲେ, ଏ ଲୋକଟିକକ୍ସ୍ଟ ଦେଖ, ସେ ଗୋଟିଏ ବାଗ୍ଭଳ; କାହିଁକି ତୁମ୍ଭମାନେେ ତାକକ୍ସ୍ଟ ମାେ ପାଖକକ୍ସ୍ଟ ଆଣିଲ। ସେ କହିଲେ, ମାରେ ବହକ୍ସ୍ଟତ ବାତକ୍ସ୍ଟଳ ଲୋକ ଏଠା ରେ ଅଛନ୍ତି। ତୁମ୍ଭେ ତାଙ୍କୁ କାହିଁକି ଏଠାକକ୍ସ୍ଟ ପାଗଳାମି କରିବା ପାଇଁ ଆଣିଛ? ଏପରି ଲୋକକୁ ମାେ ଘରକକ୍ସ୍ଟ ଆଉଥରେ ଆଣିବ ନାହିଁ।
15 Faltam-me a mim doidos, para que trouxésseis este para fazer doidices diante de mim? Há de entrar este na minha casa?

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Samuel 21, comparar traduções ou montar um estudo — tudo direto pelo WhatsApp.