1 Samuel 25
Oriya Bible (GL_ORIYA) vs NTLH
1 ଶାମୁୟେଲଙ୍କର ଦହାନ୍େତ ହେଲା। ସମସ୍ତ ଇଶ୍ରାୟେଲୀୟବାସୀ ଏକତ୍ର ହାଇେ ଶାମୁୟେଲଙ୍କ ମୃତକ୍ସ୍ଟ୍ଯ ରେ ଶାେକ ପାଳନ କଲେ ଓ ରାମାସ୍ଥିତ ତାଙ୍କ ଗୃହ ରେ ତାଙ୍କୁ କବର ଦେଲେ। ତା'ପରେ ଦାଉଦ ପାରଣ ପ୍ରାନ୍ତରକକ୍ସ୍ଟ ଗଲେ।
1 Samuel morreu, e todos os israelitas se juntaram e choraram a morte dele. Então o sepultaram na sua casa, em Ramá. Depois disso Davi saiu e foi para o deserto de Parã. Nabal estava em Carmelo, cortando a lã das suas ovelhas.
2 ମାଯୋନ ରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ତା ଏବଂ 1,000 ଛଳେି ଥିଲା। ସେ ଲୋକ ଜଣକ କର୍ମୀଲକକ୍ସ୍ଟ ମେଣ୍ତାମାନଙ୍କର ଲୋମ କାଟିବାକକ୍ସ୍ଟ ୟାଇଥିଲା।
2 — ausente —
3 ସେ ଲୋକ ଜଣକର ନାମ ନାବଲ ଥିଲା ଏବଂ ତାଙ୍କ ସ୍ତ୍ରୀର ନାମ ଅବୀଗଲ ଥିଲା, ସେ ଭାରି ସକ୍ସ୍ଟନ୍ଦରୀ ଓ ବକ୍ସ୍ଟଦ୍ଧିମତୀ ମଧ୍ଯ ଥିଲେ। କିନ୍ତୁ ନାବଲ୍ ଭାରି ନିର୍ଦ୍ଦଯ ଓ ପାପିଷ୍ଠ ଥିଲେ। ସେ କାଲବେ ପରିବାରର ଥିଲେ।
3 — ausente —
4 ଦାଉଦ ମରକ୍ସ୍ଟଭୂମିରେ ଶୁଣିଲେ ଯେ ନାବଲ ତା'ର ଆପଣା ମେଣ୍ତାମାନଙ୍କର ଲୋମ କାଟକ୍ସ୍ଟଅଛି।
4 Davi estava no deserto e soube disso.
5 ଦାଉଦ 10 ଜଣ ୟକ୍ସ୍ଟବକଙ୍କକ୍ସ୍ଟ କହିଲେ ଶକ୍ସ୍ଟଣ, କର୍ମିଲକକ୍ସ୍ଟ ୟାଅ ଓ ନାବଲକକ୍ସ୍ଟ ମାରେ 'ନମସ୍କାର' ଜଣାଅ।
5 Então enviou dez rapazes a Carmelo, com ordem de encontrarem Nabal e o cumprimentarem em nome dele.
6 ଦାଉଦ କହିଲେ ତୁମ୍ଭେ ୟାଇ ଏହିପରି କକ୍ସ୍ଟହ, ଯେ, ତୁମ୍ଭେ ଚୀରଜୀବି ହକ୍ସ୍ଟଅ ତୁମ୍ଭର ମଙ୍ଗଳ ହେଉ, ତକ୍ସ୍ଟମ୍ଭ ଗୃହର ମଙ୍ଗଳ ହେଉ। ତୁମ୍ଭର ସର୍ବସ୍ବ ମଙ୍ଗଳ ହେଉ।
6 Mandou que dissessem o seguinte: “Meu caro amigo, Davi lhe manda saudações, desejando tudo de bom para o senhor, a sua família e tudo o que é seu.
7 ମୁ ଶକ୍ସ୍ଟଣିଲି ତୁମ୍ଭର ମଷେପାଳକମାନେ ମଷେମାନଙ୍କର ଲୋମ କାଟକ୍ସ୍ଟଛନ୍ତି। କିଛି ସମୟ ପାଇଁ ତୁମ୍ଭର ମଷେପାଳକମାନେ ଆମ୍ଭ ସହିତ ଥିଲେ। ଆମ୍ଭମାନେେ ସମାନଙ୍କେର କୌଣସି କ୍ଷତି କରି ନାହକ୍ସ୍ଟଁ କି କର୍ମିଲ୍ ରେ ଥିବା ସମୟରେ ସମାନଙ୍କେର କିଛି ହଜି ନାହିଁ।
7 Ele soube que o senhor está cortando a lã das suas ovelhas e mandou lhe contar que os seus pastores estiveram com a gente, e nós não lhes fizemos nenhum mal. Durante o tempo em que estiveram em Carmelo, não roubamos nada do que era deles.
8 ତୁମ୍ଭର ଗ୍ଭକରମାନଙ୍କୁ ପଗ୍ଭର, ସମାନେେ ତୁମ୍ଭକୁ ସତ କହିବେ। ମାରେ ୟକ୍ସ୍ଟବକ ଲୋକମାନଙ୍କୁ ଦୟାକର। ଆମ୍ଭମାନେେ ଏହି ଖକ୍ସ୍ଟସି ସମୟରେ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଆସିଛକ୍ସ୍ଟ। ବିନଯ କରୁଅଛକ୍ସ୍ଟ ତୁମ୍ଭେ ଯାହାପାର ଏମାନଙ୍କୁ ଦିଅ। ଦୟାକରି ତୁମ୍ଭେ ତୁମ୍ଭର ସାଙ୍ଗ ଦାଉଦ ପାଇଁ ଏହା କର।
8 Pergunte, e eles lhe contarão. Davi pede para o senhor nos receber com amizade porque viemos aqui num dia de festa. Assim, por favor, dê o que puder a nós, os seus criados, e ao seu querido amigo Davi.”
9 ଦାଉଦ ଲୋକମାନେ ୟାଇ ଦାଉଦଙ୍କ ନାମ ରେ ନାବଲକକ୍ସ୍ଟ ଏହିସବୁ କଥା କହିଲେ।
9 Os homens de Davi foram e deram o recado a Nabal, em nome de Davi. Então ficaram esperando,
10 ନାବଲ ଦାଉଦର ଲୋକମାନଙ୍କୁ ଉତ୍ତର ଦଇେ କହିଲେ, ଦାଉଦ କିଏ? ୟିଶୀର ପକ୍ସ୍ଟତ୍ର କିଏ? ଆଜିକାଲି ଅନକେ ଦାସ ଅଛନ୍ତି ଯେଉଁମାନେ ଆପଣା ଆପଣା ମକ୍ସ୍ଟନିବଠାରକ୍ସ୍ଟ ପଳାଇୟାଇ ବକ୍ସ୍ଟଲକ୍ସ୍ଟଛନ୍ତି।
10 e Nabal respondeu: — Davi? Filho de Jessé? Quem é ele? Nunca ouvi falar nele! Hoje em dia há muitos escravos que fogem dos seus donos!
11 ମୁ କ'ଣ ନିଜର ରୋଟୀ, ନିଜର ଜଳ ଓ ନିଜର ଲୋମଛଦକମାନଙ୍କେ ନିମନ୍ତେ ହତ ପଶକ୍ସ୍ଟମାନଙ୍କ ମାଂସ ନଇେ କେଉଁ ଅଜ୍ଞାନ ଲୋକମାନଙ୍କୁ ଦବେି?
11 O meu pão, a minha água e os animais que matei para dar aos meus empregados eu não darei a homens que eu nem sei de onde vieram!
12 ଦାଉଦର ଲୋକମାନେ ନିଜ ବାଟରେ ଫରେିଗଲେ ଓ ତାଙ୍କ ନିକଟକକ୍ସ୍ଟ ଆସି ସେ ସବୁ କଥା ତାଙ୍କୁ ଜଣାଇଲେ।
12 Os homens de Davi voltaram e contaram o que Nabal tinha dito.
13 ତା'ପରେ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, ତୁମ୍ଭମାନେେ ନିଜ ନିଜର ଖଡ୍ଗ ବାନ୍ଧ, ତେଣୁ ସମାନେେ ନିଜ ନିଜର ଖଡ୍ଗ ବାନ୍ଧିଲେ, ଦାଉଦ ମଧ୍ଯ ନିଜର ଖଡ୍ଗ ବାନ୍ଧିଲେ, ଦାଉଦଙ୍କ ସହିତ 400 ଲୋକ ଗଲେ ଓ 200 ଲୋକ ସାମଗ୍ରୀ ପାଖ ରେ ରହିଲେ।
13 Então Davi disse: — Ponham as suas espadas nos cintos! E todos obedeceram. Davi também pegou a sua espada e saiu com mais ou menos quatrocentos dos seus homens enquanto duzentos ficaram atrás com a bagagem.
14 ୟକ୍ସ୍ଟବକମାନଙ୍କ ମଧ୍ଯରକ୍ସ୍ଟ ଜଣେ ନାବଲର ସ୍ତ୍ରୀ ଅବୀଗଲକକ୍ସ୍ଟ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କୁ କର୍ତ୍ତାଙ୍କ ଶକ୍ସ୍ଟଭେଚ୍ଛା ଜଣଇବୋ ନିମନ୍ତେ ମରକ୍ସ୍ଟଭୂମିରକ୍ସ୍ଟ ଦୂତମାନଙ୍କୁ ପଠାଇଥିଲେ, କିନ୍ତୁ ସେ ସମାନଙ୍କେୁ ଖରାପ ଭବିଲେ।
14 Um dos empregados de Nabal disse a Abigail, a mulher de Nabal: — A senhora soube? Davi enviou do deserto uns mensageiros com saudações para o nosso patrão, mas ele os tratou mal.
15 ସହେି ଲୋକମାନେ ଆମ୍ଭମାନଙ୍କର ବଡ ଉପକାରୀ, ଆମ୍ଭମାନେେ କ୍ଷେତ୍ର ରେ ମେଣ୍ତାଙ୍କକ୍ସ୍ଟ ନଇେ ଥିବା ସମୟରେ ଦାଉଦର ଲୋକମାନେ ଆମ ସହିତ ଥିଲେ। ସମାନେେ ଆମର କିଛି ନଇେ ନାହାଁନ୍ତି କି ଆମର କିଛି କ୍ଷତି କରି ନାହିଁନ୍ତି।
15 No entanto, eles têm sido muito bons para a gente: nunca nos incomodaram e, durante todo o tempo em que estivemos com eles nos campos, eles não roubaram nada que era nosso.
16 ଦାଉଦର ଲୋକମାନେ ଆମ୍ଭମାନଙ୍କୁ ଦିନରାତି ସର୍ବଦା ନିରାପତ୍ତା ଦଇେଛନ୍ତି। ଆମ୍ଭେ ଯେତବେେଳେ ମଷେମାନଙ୍କୁ ନଇେ କ୍ଷତେ ରେ ଥିବା ସମୟରେ ସମାନେେ ଆମର ଚତକ୍ସ୍ଟର୍ଦ୍ଦିଗ ରେ ପ୍ରାଚୀର ସଦୃଶ ଥିଲେ।
16 Eles nos protegeram dia e noite todo o tempo em que estivemos com eles tomando conta dos nossos rebanhos.
17 ବର୍ତ୍ତମାନ ଚିନ୍ତାକର ଓ ବର୍ତ୍ତମାନ କ'ଣ କରାୟାଇପାରିବ ସ୍ଥିର କର। ଆମର ସ୍ବାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସକ୍ସ୍ଟଅଛି। ଏପରି ଦକ୍ସ୍ଟଷ୍ଟ ବ୍ଯକ୍ତିକକ୍ସ୍ଟ କହେି କିଛି କହି ନ ପା ରେ, କାଳେ ସେ ତା'ର ମନ ପରବର୍ତ୍ତନ କରିବ।
17 Pense nisso e resolva o que fazer. Isso poderá vir a ser um desastre para o nosso patrão e toda a sua família. Ele é tão mau, que ninguém pode falar com ele.
18 ଅବୀଗଲ ଶୀଘ୍ର 200 ରୋଟୀ, ଦକ୍ସ୍ଟଇକମ୍ଫା ଦ୍ରାକ୍ଷାରସ ଓ ପାଞ୍ଚଟି ମଷେର ମାଂସ ତରକାରୀ ଓ ପାଞ୍ଚ ଗୋଉଣୀ ଭଜା ଶସ୍ଯ ଓ 100 ପନ୍ଡୋ ଦ୍ରାକ୍ଷାରସ ଓ 200 ଡିମ୍ବିରି ପିଠା ନଇେ ଗଧମାନଙ୍କ ପିଠି ରେ ଲଦିଲା।
18 Então Abigail pegou depressa duzentos pães, dois odres cheios de vinho, cinco ovelhas assadas, uns dezessete quilos de trigo torrado, cem cachos de passas e duzentas pastas de figos secos e pôs tudo sobre jumentos.
19 ତା'ପରେ ଅବୀଗଲ ତା'ର ଦାସମାନଙ୍କୁ କହିଲା, ମାେ ଆଗେ ଆଗେ ଗ୍ଭଲ, ଦେଖ, ମୁ ତକ୍ସ୍ଟମ୍ଭ ପେଛ ପେଛ ଯାଉଛି। କିନ୍ତୁ ସେ ତା'ର ସ୍ବାମୀକକ୍ସ୍ଟ ଏକଥା ଜଣାଇଲା ନାହିଁ।
19 Então disse aos empregados: — Vão na frente, que eu vou atrás. Porém não contou nada ao seu marido.
20 ଅବୀଗଲ ଗଧ ପିଠି ରେ ଚଢି ପର୍ବତର ତଳକକ୍ସ୍ଟ ଆସନ୍ତେ ସେ ଦେଖିଲେ, ଦାଉଦ ଓ ସମାନଙ୍କେର ଲୋକମାନେ ତା'ର ବିପରୀତ ଦିଗରକ୍ସ୍ଟ ଆସକ୍ସ୍ଟଛନ୍ତି।
20 Abigail ia montada no seu jumento e, de repente, numa curva, na descida, encontrou Davi e os seus homens, que vinham na sua direção.
21 ଦାଉଦ ଅବୀଗଲଙ୍କକ୍ସ୍ଟ ଦେଖିବା ପୂର୍ବରକ୍ସ୍ଟ କହକ୍ସ୍ଟଥିଲେ, ମୁ ନାବଲ୍ର ସଐତ୍ତିକକ୍ସ୍ଟ ମରକ୍ସ୍ଟଭୂମିରେ ଜଗିଲି। ମୁ ଭାବକ୍ସ୍ଟଥିଲି ଏହାର ଗୋଟିଏ ହେଲ ମଷେ ନ ହଜକ୍ସ୍ଟ। ମୁ ଏହା କରୁଥିଲି ମାରେ କିଛି ସ୍ବାର୍ଥ ନ ଥିଲା। କିନ୍ତୁ ତା'ର ସବୁ ମଙ୍ଗଳ ପାଇଁ କରୁଥିଲି। କିନ୍ତୁ ସେ ମାେ ପ୍ରତି ଖରାପ ବ୍ଯବହାର ଦଖାଇେଲା।
21 Davi tinha pensado assim: “De que me adiantou proteger a propriedade desse homem aqui no deserto? Nós não roubamos nada que era dele, e é assim que ele me paga a ajuda que lhe dei?
22 ଯଦି ତାପରଦିନ ସକାଳ ପର୍ୟ୍ଯନ୍ତ ନାବଲ ପରିବାରର ଗୋଟିଏ ବି ଲୋକକୁ ମୁ ବଞ୍ଚିବାକକ୍ସ୍ଟ ଦିଏ, ତା ହେଲେ ପରମେଶ୍ବର ମାେତେ ଦଣ୍ତ ଦିଅନ୍ତକ୍ସ୍ଟ।
22 Que Deus me castigue se eu não matar até o último daqueles homens antes do amanhecer!”
23 ଠିକ୍ ସହେି ସମୟରେ ଅବୀଗଲ୍ ପହଞ୍ଚିଗଲା, ଯେତବେେଳେ ଅବୀଗଲ ଦାଉଦଙ୍କକ୍ସ୍ଟ ଦେଖିଲା, ସେ ସଙ୍ଗେ ସଙ୍ଗେ ଗଧ ପିଠିରକ୍ସ୍ଟ ଓହ୍ଲାଇ ପଡି ନତମସ୍ତକ ହାଇେ ଦାଉଦ ସମ୍ମକ୍ସ୍ଟଖ ରେ ସମ୍ମାନ ଜଣାଇଲା।
23 Quando Abigail viu Davi, desmontou depressa, ajoelhou-se diante dele e encostou o rosto no chão,
24 ଅବୀଗଲ ଦାଉଦଙ୍କ ଚରଣ ରେ ପଡି କହିଲା, ହେ ମାରେ ପ୍ରଭକ୍ସ୍ଟ, ମାରେ କଥା ଟିକେ ଶକ୍ସ୍ଟଣନ୍ତକ୍ସ୍ଟ। ଯାହାସବୁ ଘଟିଗଲା, ସେଥି ରେ ମାେତେ ଦୋଷ ଦିଅନ୍ତକ୍ସ୍ଟ।
24 aos seus pés, dizendo: — Por favor, senhor! Escute-me! Eu sou a culpada!
25 ତୁମ୍ଭେ ପଠାଇଥିବା ଲୋକମାନଙ୍କୁ ମୁ ଆଦୌ ଦେଖି ନାହିଁ। ସପରେି ଅଜ୍ଞାନ ବ୍ଯକ୍ତିର କଥାକକ୍ସ୍ଟ ଧରନାହିଁ। ସେ ତା'ର ନାମକକ୍ସ୍ଟ ସାର୍ଥକ କରିଛି। ତା'ର ନାମ ନାବଲ ଯାହାର ଅର୍ଥ 'ମୂର୍ଖ' ଠିକ୍ ସହେିପରି ସେ ମୂର୍ଖ ମାନଙ୍କପରି ବ୍ଯବହାର କରିଛି।
25 Por favor, não dê atenção a Nabal, pois ele não vale nada! Ele é exatamente o que seu nome quer dizer: um tolo ! Eu mesma não vi os rapazes que o senhor mandou.
26 ହେ ମାରେ ପ୍ରଭକ୍ସ୍ଟ, ସଦାପ୍ରଭୁ ତ ଆପଣଙ୍କକ୍ସ୍ଟ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ୟାଏଁ ତୁମ୍ଭର ଶତୃମାନେ ଯେଉଁମାନେ ତୁମ୍ଭର କ୍ଷତି କରିବାପାଇଁ ଗ୍ଭହାନ୍ତି, ସମାନେେ ନାବଲ୍ ପରି ହକ୍ସ୍ଟଅନ୍ତକ୍ସ୍ଟ।
26 Foi o Senhor Deus quem impediu que o senhor se vingasse e matasse os seus inimigos. Agora eu juro, pela sua vida e pela vida do Senhor , que todos os seus inimigos e todos os que querem prejudicá-lo serão castigados como Nabal.
27 ବର୍ତ୍ତମାନ ମୁ ଆଣିଥିବା ଭଟେି, ଦୟାକରି ଆପଣଙ୍କର ଲୋକମାନଙ୍କୁ ଦିଅନ୍ତକ୍ସ୍ଟ।
27 Senhor, faça o favor de aceitar este presente que eu lhe trouxe e o entregue aos seus homens.
28 ଦୟାକରି ମାେତେ ମାରେ କରିଥିବା ଦୋଷ ପାଇଁ କ୍ଷମା କରନ୍ତକ୍ସ୍ଟ। ମୁ ଜାଣେ ସଦାପ୍ରଭୁ ତକ୍ସ୍ଟମ୍ଭ ପରିବାରକକ୍ସ୍ଟ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭମାନେେ ତାଙ୍କର ପ୍ରତିରୋଧ ରେ ୟକ୍ସ୍ଟଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ।
28 Perdoe, por favor, qualquer coisa errada que eu tenha feito. O Senhor Deus fará com que o senhor seja rei e também os seus descendentes, pois o senhor está combatendo o combate dele e o senhor não vai fazer nenhum mal enquanto viver.
29 ଯଦି ଜଣେ ବ୍ଯକ୍ତି ତୁମ୍ଭକୁ ତାଡନା କରିବାକୁ ଓ ତୁମ୍ଭକୁ ହତ୍ଯା କରିବାକୁ ଗ୍ଭ ହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତୃମାନଙ୍କ ପ୍ରାଣକକ୍ସ୍ଟ ଛାଟିଣି ଖୋଲରକ୍ସ୍ଟ ପଥର ଫିଙ୍ଗି ଦଲୋପରି ଫିଙ୍ଗି ଦବେ।
29 Se alguém o atacar e tentar matá-lo, o Senhor , seu Deus, o protegerá como um homem que guarda um tesouro precioso. Mas ele vai jogar longe os seus inimigos, como um homem que atira pedras com a sua funda .
30 ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିବା ପାଇଁ ପ୍ରତୀଜ୍ଞା କରିଛନ୍ତି ଏବଂ ସେ ତାଙ୍କର ପ୍ରତୀଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ଇଶ୍ରାୟେଲର ଶାସକ ରୂପେ ନିୟକ୍ସ୍ଟକ୍ତ କରିବେ। ତାହା ଯେତବେେଳେ ସେ ମାରେ ପ୍ରଭକ୍ସ୍ଟ ପ୍ରତି ସଫଳ କରି ଆପଣଙ୍କକ୍ସ୍ଟ ଇଶ୍ରାୟେଲର ଅଗ୍ରଣୀ ରୂପେ ନିୟକ୍ସ୍ଟକ୍ତ କରିବ।
30 O Senhor Deus cumprirá todas as coisas boas que lhe prometeu e o fará rei de Israel.
31 ତୁମ୍ଭେ ନିରୀହମାନଙ୍କର ରକ୍ତପାତ ଦୋଷ ରେ ଦୋଷୀ ହବେ ନାହିଁ। ଯେତବେେଳେ ସଦାପ୍ରଭୁ ତୁମ୍ଭର ମଙ୍ଗଳ କରୁଛନ୍ତି, ତୁମ୍ଭେ ତୁମ୍ଭର ଏହି ସବେକଙ୍କକ୍ସ୍ଟ ମନରେଖ।
31 E, quando isso acontecer, o senhor não terá motivo para se arrepender, ou sentir remorso por haver matado sem razão, ou por ter se vingado por si mesmo. E, quando o Senhor Deus o abençoar, não esqueça de mim.
32 ଦାଉଦ ଅବୀଗଲକକ୍ସ୍ଟ କହିଲେ, ଆଜି ଯେ ମାେ ସଙ୍ଗ ରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସହେି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଧନ୍ଯ।
32 Davi respondeu: — Louvado seja o
33 ତୁମ୍ଭର ସକ୍ସ୍ଟବିଗ୍ଭର ଧନ୍ଯ ହେଉ ଓ ଆଜି ମାେତେ ନିରୀହମାନଙ୍କର ରକ୍ତପାତ କରିବାରକ୍ସ୍ଟ ମନା ହେଲା। ଏଥିପାଇଁ ତୁମ୍ଭର ମଙ୍ଗଳ ହେଉ।
33 Graças ao que você fez hoje e ao seu juízo, eu deixei de cometer um crime de morte e fui impedido de me vingar por mim mesmo.
34 ସଦାପ୍ରଭୁ ମାେତେ ତୁମ୍ଭକୁ ଆଘାତ କରିବାରକ୍ସ୍ଟ ବାରଣ କଲେ। ନିଶ୍ଚିତ ଭାବରେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଯେ ପର୍ୟ୍ଯନ୍ତ ଅଛନ୍ତି, ଯଦି ତୁମ୍ଭେ ମାେତେ ସାକ୍ଷାତ କରିବା ପାଇଁ ଶିଘ୍ର ଆସି ନଥାନ୍ତ, ପ୍ରତକ୍ସ୍ଟ୍ଯଷ ବଳକେକ୍ସ୍ଟ ନାବଲ ପରିବାର କହେି ଜଣେ ପୁରୁଷ ଜୀବିତ ରହି ନଥାନ୍ତା।
34 Que o Senhor Deus me livre de fazer algum mal a você! Eu juro pelo Senhor , o Deus de Israel, o Deus vivo, que, se você não tivesse se apressado e não tivesse vindo me encontrar, amanhã cedo todos os homens de Nabal estariam mortos, até os meninos!
35 ତହକ୍ସ୍ଟଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରକ୍ସ୍ଟ ତାହା ଗ୍ରହଣ କଲେ ଓ ତାକକ୍ସ୍ଟ କହିଲେ, ଭଲ ରେ ତୁମ୍ଭେ ଘରକକ୍ସ୍ଟ ୟାଅ, ଦେଖ, ମୁ ତକ୍ସ୍ଟମ୍ଭ କଥା ଶକ୍ସ୍ଟଣିଲି ଓ ତୁମ୍ଭକୁ ଗ୍ରହଣ କଲି।
35 Então Davi aceitou o que ela havia trazido e disse: — Volte para casa e não se preocupe. Eu farei o que você quiser.
36 ଯେତବେେଳେ ଅବୀଗଲ ନାବଲ ନିକଟକକ୍ସ୍ଟ ଆସିଲା। ସେତବେେଳେ ସେ ଦେଖିଲା ସେ ନିଜ ଘ ରେ ରାଜ ଭୋଜନ ପରି ଭୋଜନ କରୁଥିଲା, ନାବଲ୍ ଅତିଶଯ ମଦ୍ଯପାନ କରିଥିଲା ଓ ତା'ର ମନ ଅତ୍ଯନ୍ତ ଖକ୍ସ୍ଟସିଥିଲା। ଏହି ହତେକ୍ସ୍ଟ ସେ ସକାଳ ପର୍ୟ୍ଯନ୍ତ କୌଣସି କଥା ଜଣାଇଲା ନାହିଁ।
36 Abigail voltou para o seu marido Nabal, que estava em casa, festejando como um rei. Ele estava bêbado e alegre. Então ela não lhe contou nada. Na manhã seguinte,
37 ତା'ପରଦିନ ସକାଳେ ତା'ର ନିଶା କମିଲାପରେ ତା'ର ସ୍ତ୍ରୀ ତାକକ୍ସ୍ଟ ସବୁକଥା ଜଣାଇଲା, ଏଥି ରେ ତା'ର ହୃଦଯ ବନ୍ଦ ହାଇଗେଲା ତାହା ଅନ୍ତର ରେ ମରିଗଲା। ତା'ର ହୃତ୍କ୍ରିଯା ବନ୍ଦ ହାଇଗେଲା ଓ ସେ ପଥର ପରି ପଡି ରହିଲା।
37 quando ele não estava mais bêbado, ela lhe contou tudo. Aí ele teve um ataque e ficou completamente paralisado.
38 ଦଶଦିନ ପରେ ସଦାପ୍ରଭୁ ନାବଲର ମୃତକ୍ସ୍ଟ୍ଯର କାରଣ ହେଲେ।
38 Uns dez dias depois, a ira de Deus feriu Nabal, e ele morreu.
39 ଦାଉଦ ଶୁଣିଲେ ଯେ ନାବଲ ମୃତକ୍ସ୍ଟ୍ଯବରଣ କରିଛି। ଦାଉଦ କହିଲେ, ସଦାପ୍ରଭୁଙ୍କ ପ୍ରଶଂସା କର। ନାବଲ ମାେ ବିଷଯ ରେ ଖରାପ କଥା କହିଥିଲା କିନ୍ତୁ ସଦାପ୍ରଭୁ ମାେତେ ସାହାୟ୍ଯ କଲେ। ସଦାପ୍ରଭୁ ମାେତେ ମନ୍ଦକାର୍ୟ୍ଯ କରିବାରକ୍ସ୍ଟ କ୍ଷାନ୍ତ କଲେ। ସଦାପ୍ରଭୁ ତା'ର ମୃତକ୍ସ୍ଟ୍ଯର କାରଣ ହେଲ, କାରଣ ସେ କକ୍ସ୍ଟକର୍ମ କରିଥିଲା। ତା'ପରେ ଦାଉଦ ଅବୀଗଲକକ୍ସ୍ଟ ଏକ ବାର୍ତ୍ତା ପଠାଇଲେ। ଦାଉଦଙ୍କର ସ୍ତ୍ରୀ ହବୋପାଇଁ ତାଙ୍କୁ ପଚାରିଲେ।
39 Quando Davi soube que Nabal havia morrido, disse: — Louvem a Deus, o Então Davi mandou a Abigail uma proposta de casamento.
40 ଦାଉଦଙ୍କ ଦାସମାନେ କର୍ମିଲକକ୍ସ୍ଟ ଗଲେ ଏବଂ ଅବୀଗଲକକ୍ସ୍ଟ କହିଲେ, ଦାଉଦ ତୁମ୍ଭକୁ ନଇୟିବୋ ପାଇଁ ଏଠାକକ୍ସ୍ଟ ପଠାଇଛନ୍ତି। ଦାଉଦ ଗ୍ଭହାଁନ୍ତି, ତୁମ୍ଭକୁ ସ୍ତ୍ରୀରୂପେ ଗ୍ରହଣ କରିବା ପାଇଁ।
40 Os empregados dele foram até Carmelo e disseram: — Davi nos mandou buscá-la para que a senhora seja sua esposa.
41 ଅବୀଗଲ୍ ନତମସ୍ତକ ହାଇେ ଠିଆ ହେଲ, ସେ କହିଲେ, ମୁ ହେଉଛି ତୁମ୍ଭର ଦାସୀ, ମାରେ ପ୍ରଭକ୍ସ୍ଟଙ୍କ ଦାସମାନଙ୍କ ପାଦ ଧୋଇବା ପାଇଁ ଗ୍ଭ ହେଁ।
41 Então Abigail ajoelhou-se, encostou o rosto no chão e disse: — Eu sou escrava de Davi e estou pronta para lavar os pés dos empregados dele.
42 ଅବୀଗଲ୍ ଶିଘ୍ର ଗଧପିଠି ରେ ବସି ଦାଉଦଙ୍କର ବାର୍ତ୍ତାବହଙ୍କ ସହିତ ଆସିଲେ, ଅବୀଗଲ୍ ତାଙ୍କ ସହିତ ପାଞ୍ଚଜଣ ଅନକ୍ସ୍ଟଚରୀ ୟକ୍ସ୍ଟବତୀଙ୍କକ୍ସ୍ଟ ସଙ୍ଗ ରେ ଆଣିଲେ। ସେ ଦାଉଦଙ୍କର ସ୍ତ୍ରୀ ହାଇେ ରହିଲେ।
42 Aí ela se levantou depressa e montou o seu jumento. E, acompanhada por suas cinco empregadas, partiu na companhia dos empregados de Davi e se tornou esposa dele.
43 ଦାଉଦ ମଧ୍ଯ ୟିଷ୍ରିଯଲେୀଯା ଅହୀନୋଯମକକ୍ସ୍ଟ ବିବାହ କଲେ ତହିଁରେ ସେ ଦକ୍ସ୍ଟ ହେଁ ତା'ର ସ୍ତ୍ରୀ ହେଲ।
43 Davi tinha casado com Ainoã, de Jezreel, e agora Abigail também se tornou sua esposa.
44 ଶାଉଲ ନିଜର କନ୍ଯା ମୀଖଲକକ୍ସ୍ଟ, ଦାଉଦଙ୍କର ସ୍ତ୍ରୀକକ୍ସ୍ଟ ଗଲିମ ନିବାସୀ ଲଯିସ ପକ୍ସ୍ଟତ୍ର ପଲ୍ଟିକି ନଇେଥିଲେ।
44 Nesse meio tempo Saul tinha dado a sua filha Mical, que tinha sido esposa de Davi, a Palti, filho de Laís, da cidade de Galim.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Samuel 25, comparar traduções ou montar um estudo — tudo direto pelo WhatsApp.