1 Samuel 31
Oriya Bible (GL_ORIYA) vs ACF
1 ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଏବଂ ଇଶ୍ରାୟେଲୀୟମାନେ ଭୟ ରେ ସଠାେରକ୍ସ୍ଟ ଦୌଡି ପଳାଯନ କଲେ। ଗିଲବୋଯ ପର୍ବତ ଉପରେ ବହକ୍ସ୍ଟତ ଇଶ୍ରାୟେଲୀୟମାନଙ୍କୁ ମାରି ଦିଆଗଲା।
1 Os filisteus, pois, pelejaram contra Israel; e os homens de Israel fugiram de diante dos filisteus, e caíram mortos na montanha de Gilboa.
2 ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପକ୍ସ୍ଟତ୍ର ବିରକ୍ସ୍ଟଦ୍ଧ ରେ ଭୟଙ୍କର ୟକ୍ସ୍ଟଦ୍ଧ କଲେ। ପଲେଷ୍ଟୀୟମାନେ ଶାଉଲର ପକ୍ସ୍ଟତ୍ର ଯୋନାଥନ, ଅବୀନାଦବ ଏବଂ ମଲକୀଶୂଯଙ୍କକ୍ସ୍ଟ ହତ୍ଯା କଲେ।
2 E os filisteus perseguiram a Saul e a seus filhos; e mataram a Jônatas, e a Abinadabe, e a Malquisua, filhos de Saul.
3 ୟକ୍ସ୍ଟଦ୍ଧ ଭୟଙ୍କର ରୂପ ଧାରଣ କଲା, ଶାଉଲଙ୍କ ବିରକ୍ସ୍ଟଦ୍ଧ ରେ ଧନକ୍ସ୍ଟର୍ଦ୍ଧାରିମାନେ ଅତି ଦୈନ୍ଯ ଭାବେ ତୀରମାରି ଶାଉଲକକ୍ସ୍ଟ ଆଘାତ କଲେ।
3 E a peleja se agravou contra Saul, e os flecheiros o alcançaram; e muito temeu por causa dos flecheiros.
4 ଶାଉଲ ତାଙ୍କର ଅସ୍ତ୍ରବାହକଙ୍କକ୍ସ୍ଟ କହିଲେ, ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ତା ରେ ମାେତେ ହତ୍ଯା କର। ତା ହେଲେ ଅସକ୍ସ୍ଟନ୍ନତ ଲୋକମାନେ ଆସି ମାେତେ ଗାଳି ଦବେେ ନାହିଁ କିମ୍ବା ହତ୍ଯା କରିପାରିବେ ନାହିଁ। କିନ୍ତୁ ଶାଉଲର ଅସ୍ତ୍ରବାହକ ଦାସ ବହକ୍ସ୍ଟତ ଭୟଭିତ ହାଇଗେଲା ଏବଂ ଶାଉଲଙ୍କକ୍ସ୍ଟ ହତ୍ଯା କରିବାକୁ ମନା କଲା।
4 Então disse Saul ao seu pajem de armas: Arranca a tua espada, e atravessa-me com ela, para que porventura não venham estes incircuncisos, e me atravessem e escarneçam de mim. Porém o seu pajem de armas não quis, porque temia muito; então Saul tomou a espada, e se lançou sobre ela.
5 ତେଣୁ ଶାଉଲଙ୍କର ଦାସ ଦେଖିଲା ଯେ ଶାଉଲ ମରିୟାଇଛନ୍ତି। ତେଣୁ ସେ ତା'ର ଖଣ୍ତା ବାହାର କରି ନିଜ ଖଣ୍ତା ରେ ଶାଉଲଙ୍କ ନିକଟରେ ମୃତକ୍ସ୍ଟ୍ଯବରଣ କଲେ।
5 Vendo, pois, o seu pajem de armas que Saul já era morto, também ele se lançou sobre a sua espada, e morreu com ele.
6 ତେଣୁ ଶାଉଲ, ତାଙ୍କର ତିନି ପକ୍ସ୍ଟତ୍ର ଓ ତାଙ୍କର ଅସ୍ତ୍ରବାହକ ସମସ୍ତେ ସଦେିନ ଗୋଟିଏ ଜାଗା ରେ ଏକତ୍ରୀତ ଭାବରେ ମଲେ।
6 Assim faleceu Saul, e seus três filhos, e o seu pajem de armas, e também todos os seus homens morreram juntamente naquele dia.
7 ଇଶ୍ରାୟେଲୀୟମାନେ ଯେଉଁମାନେ ୟିଷ୍ରୀଯଲେ ଉପତ୍ୟକାର ଅପରପାଶର୍ବ ରେ ଓ ୟର୍ଦ୍ଦନ ନଦୀର ଅପରପାଶର୍ବ ରେ ବାସ କରୁଥିଲେ। ସମାନେେ ଦେଖିଲେ, ଇଶ୍ରାୟେଲୀୟ ସୈନ୍ଯମାନେ ଦୌଡି ପଳାଉଛନ୍ତି। ଏବଂ ସମାନେେ ଦେଖିଲେ, ଶାଉଲ ଓ ତାଙ୍କର ପକ୍ସ୍ଟତ୍ରମାନେ ମରିଛନ୍ତି। ତେଣୁ ସମାନେେ ସମସ୍ତେ ସେ ସହର ପରିତ୍ଯାଗ କରି ଦୌଡି ପଳାଇଲେ। ତା'ପରେ ପଲେଷ୍ଟୀୟମାନେ ସହେି ସହରକକ୍ସ୍ଟ ଆସିଲେ, ଓ ସଠାେରେ ବାସ କଲେ।
7 E, vendo os homens de Israel, que estavam deste lado do vale e deste lado do Jordão, que os homens de Israel fugiram, e que Saul e seus filhos estavam mortos, abandonaram as cidades, e fugiram; e vieram os filisteus, e habitaram nelas.
8 ତା' ପରଦିନ, ପଲେଷ୍ଟୀୟମାନେ ମୃତ ଲୋକମାନଙ୍କ ପାଖ ରେ ରହିୟାଇଥିବା ପଦାର୍ଥଗକ୍ସ୍ଟଡିକ ଦବୋକକ୍ସ୍ଟ ଆସିଲେ। ସମାନେେ ଦେଖିବାକକ୍ସ୍ଟ ପାଇଲେ ଯେ ଗିଲବୋଯ ପର୍ବତ ଉପରେ ଶାଉଲ ଏବଂ ତା'ର ତିନିପକ୍ସ୍ଟତ୍ର ନିହତ ହାଇେ ପଡି ରହିଛନ୍ତି।
8 Sucedeu, pois, que, vindo os filisteus no outro dia para despojar os mortos, acharam a Saul e a seus três filhos estirados na montanha de Gilboa.
9 ପଲେଷ୍ଟୀୟମାନେ ଶାଉଲଙ୍କର ମସ୍ତକ କାଟି ତାଙ୍କର କବଚ ଇତ୍ଯାଦିକକ୍ସ୍ଟ ନଇଗେଲେ। ପଲେଷ୍ଟୀୟମାନେ ନିଜ ନିଜର ଦବଗେଣ ଗୃହ ବା ମନ୍ଦିରକକ୍ସ୍ଟ ଓ ଲୋକମାନଙ୍କୁ ଦେଶର ଗ୍ଭରି ଆଡକକ୍ସ୍ଟ ଖବର ଦଇେ ପଠାଇଲେ।
9 E cortaram-lhe a cabeça, e o despojaram das suas armas, e enviaram pela terra dos filisteus, em redor, a anunciá-lo no templo dos seus ídolos e entre o povo.
10 ପଲେଷ୍ଟୀୟମାନେ ଶାଉଲଙ୍କର କବଚ ସାଞ୍ଜକ୍ସ୍ଟଆ ଇତ୍ଯାଦିକକ୍ସ୍ଟ ଆଷ୍ଟାରୋତ୍ ଦବେୀଙ୍କ ମନ୍ଦିର ରେ ରଖିଲେ। ପଲେଷ୍ଟୀୟମାନେ ମଧ୍ଯ ଶାଉଲଙ୍କ ଶରୀରକକ୍ସ୍ଟ ବୈଥ୍ଶାନ୍ କାନ୍ଥ ରେ ଟାଙ୍ଗି ରଖିଲେ।
10 E puseram as suas armas no templo de Astarote, e o seu corpo o afixaram no muro de Bete-Sã.
11 ୟାବେଶ-ଗିଲିଯଦ ନିବାସୀମାନେ, ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଇଲେ।
11 Ouvindo então os moradores de Jabes-Gileade, o que os filisteus fizeram a Saul,
12 ତେଣୁ ୟବଯଷର ସୈନ୍ଯମାନେ ବୈଥ୍ଶାନକକ୍ସ୍ଟ ଗଲେ, ସମାନେେ ରାତ୍ରି ତମାମ ୟାତ୍ରା କଲେ, ତା'ପରେ ସମାନେେ ସଠାେରେ ପହଁଞ୍ଚି ଶାଉଲଙ୍କର ଶରୀରକକ୍ସ୍ଟ ବୈଥଶାନ କାନ୍ଥରକ୍ସ୍ଟ ତଳକକ୍ସ୍ଟ କାଢିଲେ, ସମାନେେ ମଧ୍ଯ ଶାଉଲର ପକ୍ସ୍ଟତ୍ରମାନଙ୍କର ଶରୀରକକ୍ସ୍ଟ ୟାବେଶକକ୍ସ୍ଟ ଆଣିଲେ। ୟାବେଶର ଏହିସବୁ ଲୋକମାନେ ଶାଉଲ ଓ ତାଙ୍କର ପକ୍ସ୍ଟତ୍ରମାନଙ୍କର ଶରୀରକକ୍ସ୍ଟ ସହେିଠା ରେ ପୋଡି଼ ଦେଲେ।
12 Todo o homem valoroso se levantou, e caminharam toda a noite, e tiraram o corpo de Saul e os corpos de seus filhos do muro, de Bete-Sã, e, vindo a Jabes, os queimaram.
13 ତା'ପରେ ସହେି ଲୋକମାନେ ଶାଉଲ ଓ ତାଙ୍କର ପକ୍ସ୍ଟତ୍ରମାନଙ୍କର ଅସ୍ଥି ସଂଗ୍ରହ କରିଆଣି ୟାବେଶଠା ରେ ଥିବା ଏକ ଝାଉଁ ବୃକ୍ଷ ତଳେ ତାହାକକ୍ସ୍ଟ ସମାଧି ଦେଲେ। ତା'ପରେ ୟାବେଶର ଲୋକମାନେ ଶୋକ ସନ୍ତାଲ୍ଗ ଭାବରେ ଦକ୍ସ୍ଟଃଖ ରେ ଶାେକ ପାଳନ ନିମନ୍ତେ ସାତଦିନ ବିନା ଆହାର ରେ ଶୋକ ପାଳନ କଲେ।
13 E tomaram os seus ossos, e os sepultaram debaixo de um arvoredo, em Jabes, e jejuaram sete dias.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Samuel 31, comparar traduções ou montar um estudo — tudo direto pelo WhatsApp.