1 Samuel 7
Oriya Bible (GL_ORIYA) vs NVT
1 ଅନନ୍ତର କିରିଯଥ-ୟିଯାରୀମୀଯ ଲୋକମାନେ ଆସିଲେ ଏବଂ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇଗେଲେ। ସମାନେେ ପର୍ବତସ୍ଥିତ ଅବୀନାଦବର ଗୃହକକ୍ସ୍ଟ ତାହା ଆଗିଲେ। ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ ଜଗିବାକକ୍ସ୍ଟ ତା'ର ପକ୍ସ୍ଟତ୍ର ଇଲିଯାସରକକ୍ସ୍ଟ ବିଶଷେ ଉତ୍ସବ ମାଧ୍ଯମ ରେ ପବିତ୍ର କଲେ।
1 Então os homens de Quiriate-Jearim foram buscar a arca do S enhor . Eles a levaram até a casa de Abinadabe, numa colina, e consagraram seu filho Eleazar para tomar conta da arca do S enhor .
2 ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ କିରିଯଥ୍-ୟିଯାରୀମ ରେ କୋଡିଏ ବର୍ଷ ରହିଲା।
2 A arca permaneceu em Quiriate-Jearim por muito tempo: vinte anos no total. Durante esse período, todo o Israel lamentava à espera de alguma ação do S enhor .
3 ତା'ପରେ ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କୁ କହିଲେ, ପ୍ରକୃତ ରେ ତୁମ୍ଭମାନେେ ଯଦି ହୃଦଯର ସହିତ ସଦାପ୍ରଭୁଙ୍କ ପାଖକକ୍ସ୍ଟ ପ୍ରତ୍ଯାବର୍ତ୍ତନ କରିଛ, ତବେେ ତୁମ୍ଭମାନେେ ବିଦେଶୀ ପ୍ରତିମାଗୁଡିକୁ ଓ ଅଷ୍ଟାରୋତ ପ୍ରତିମା ଫିଙ୍ଗିଦିଅ। ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ସମର୍ପଣ କର ଓ କବଳେ ତାଙ୍କୁ ହିଁ ସବୋ କର। ସଦାପ୍ରଭୁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବେ।
3 Então Samuel disse a todo o povo de Israel: “Se, de fato, vocês desejam de todo o coração voltar ao S enhor , livrem-se de seus deuses estrangeiros e de suas imagens de Astarote. Voltem o coração para o S enhor e obedeçam somente a ele; então ele os livrará das mãos dos filisteus”.
4 ଇଶ୍ରାୟେଲୀୟମାନେ ସମାନଙ୍କେର ବାଲ୍ ଓ ଅଷ୍ଟାରୋତ ପ୍ରତିମୂର୍ତ୍ତିକକ୍ସ୍ଟ ଫିଙ୍ଗି ଦେଲେ। ସମାନେେ କବଳେ ସଦାପ୍ରଭୁଙ୍କର ସବୋ କଲେ।
4 Assim, os israelitas se desfizeram de suas imagens de Baal e de Astarote e serviram somente ao S enhor .
5 ଶାମକ୍ସ୍ଟଯଲେ କହିଲେ, ଇଶ୍ରାୟେଲୀୟମାନେ ତୁମ୍ଭମାନେେ ସମସ୍ତେ ମିସପୀ ରେ ମିଳିତ ହକ୍ସ୍ଟଅ। ମୁ ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି।
5 Então Samuel lhes disse: “Reúnam todo o Israel em Mispá, e eu orarei ao S enhor por vocês”.
6 ଇଶ୍ରାୟେଲୀୟମାନେ ମିସପୀ ରେ ମିଳିତ ହେଲେ ଏବଂ ପାଣି ଆଣିଲେ ଏବଂ ସଦାପ୍ରଭୁଙ୍କ ଆଗ ରେ ତାହା ଢାଳିଲେ। ସମାନେେ ସହେିଦିନ ଉପବାସ ପାଳନ କଲେ। ସମାନେେ କହିଲେ, ଆମ୍ଭମାନେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରୁଛକ୍ସ୍ଟ। ଶାମକ୍ସ୍ଟଯଲେ ମିସପୀ ରେ ଇଶ୍ରାୟେଲୀୟମାନଙ୍କର ବିଗ୍ଭର କଲେ।
6 Eles se reuniram em Mispá e tiraram água do poço e a derramaram diante do S enhor . Também jejuaram o dia todo e confessaram que haviam pecado contra o S enhor . (Foi em Mispá que Samuel se tornou juiz em Israel.)
7 ପଲେଷ୍ଟୀୟମାନେ ଶୁଣିଲେ ଯେ ଇଶ୍ରାୟେଲୀୟମାନେ ମିସ୍ପୀ ରେ ମିଳିତ ହେଉଛନ୍ତି। ତେଣୁ ପଲେଷ୍ଟୀୟର ଶାସକ ଇଶ୍ରାୟେଲୀୟମାନଙ୍କ ବିପକ୍ଷ ରେ ୟକ୍ସ୍ଟଦ୍ଧ କରିବାକୁ ଆଗଇେ ଆସିଲେ। ଯେତବେେଳେ ଇଶ୍ରାୟେଲୀୟମାନେ ଏହା ଶୁଣିଲେ, ସମାନେେ ଭୟ କଲେ।
7 Quando os governantes filisteus ouviram que os israelitas haviam se reunido em Mispá, mobilizaram seu exército e avançaram. Ao saber que os filisteus se aproximavam, os israelitas ficaram muito assustados.
8 ଇଶ୍ରାୟେଲୀୟମାନେ ଶାମୁୟେଲଙ୍କୁ କହିଲେ, ଆମ୍ଭମାନଙ୍କ ପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ନିକଟରେ ପ୍ରାର୍ଥନା ବନ୍ଦ କର ନାହିଁ, ପଲେଷ୍ଟୀୟଙ୍କ କବଳରକ୍ସ୍ଟ ଆମକକ୍ସ୍ଟ ରକ୍ଷା କରିବାକୁ ପରମେଶଓରଙ୍କୁ ଗକ୍ସ୍ଟହାରି କର।
8 “Não pare de clamar ao S enhor , nosso Deus, para que ele nos salve dos filisteus!”, imploraram a Samuel.
9 ଶାମକ୍ସ୍ଟଯଲେ ଗୋଟିଏ ମେଣ୍ତାଛକ୍ସ୍ଟଆ ନେଲେ ଏବଂ ସଦାପ୍ରଭୁଙ୍କୁ ସଐର୍ଣ୍ଣ ହାମବେଳି ରୂପେ ଏହା ଉତ୍ସର୍ଗ କଲେ। ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ସଦାପ୍ରଭୁ ଶାମୁୟେଲଙ୍କ ପ୍ରାର୍ଥନାର ଉତ୍ତର ଦେଲେ।
9 Então Samuel escolheu um cordeiro que ainda mamava e o ofereceu ao S enhor como holocausto. Suplicou ao S enhor em favor de Israel, e o S enhor o atendeu.
10 ଶାମକ୍ସ୍ଟଯଲେ ନବୈେଦ୍ଯକକ୍ସ୍ଟ ଦଗ୍ଧ କରିବା ସମୟରେ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ କରିବା ପାଇଁ ଆସିଲେ କିନ୍ତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ଆଗ ରେ ଖକ୍ସ୍ଟବ୍ ଜାରେ ରେ କୋଳାହଳ କଲେ ଏବଂ ପଲେଷ୍ଟୀୟମାନେ ଡରିଗଲେ ଓ ଦ୍ବନ୍ଦ ରେ ପଡିଗଲେ, ସେଥିପାଇଁ ଇଶ୍ରାୟେଲୀୟମାନେ ସମାନଙ୍କେୁ ପରାସ୍ତ କଲେ।
10 Enquanto Samuel oferecia o holocausto, os filisteus chegaram para atacar Israel. Naquele dia, porém, o S enhor falou do céu com voz poderosa de trovão, provocando pânico entre os filisteus, e eles foram derrotados diante dos israelitas.
11 ଇଶ୍ରାୟେଲୀୟମାନେ ମିସ୍ପୀର ପଲେଷ୍ଟୀୟଙ୍କକ୍ସ୍ଟ ଅନକ୍ସ୍ଟଧାବନ କଲେ। ସମାନେେ ବୈଥ୍-କର ପର୍ୟ୍ଯନ୍ତ ସମାନଙ୍କେୁ ଅନକ୍ସ୍ଟଧାବନ କଲେ। ସମାନେେ ପଲେଷ୍ଟୀୟ ୈସନ୍ଯମାନଙ୍କୁ ସହେି ରାସ୍ତା ରେ ହତ୍ଯା କଲେ।
11 Os soldados de Israel os perseguiram desde Mispá até um lugar abaixo de Bete-Car, matando-os ao longo do caminho.
12 ଶାମକ୍ସ୍ଟଯଲେ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ଯ ଲୋକମାନଙ୍କୁ ସାହାୟ୍ଯ କରିବା ଏବଂ ସଦାପ୍ରଭୁଙ୍କର ସାହାୟ୍ଯ ମନେ ରଖିବା, ସେ ଏହି ପଥରକକ୍ସ୍ଟ ମିସ୍ଫୀ ଓ ଶନେ ମଧିଅରେ ପ୍ରତିଷ୍ଠା କଲେ ଏହାର ନାମ ସାହାୟ୍ଯକାରୀ ପଥର ରଖିଲେ। ଶାମକ୍ସ୍ଟଯଲେ କହିଲେ, ସଦାପ୍ରଭୁ ଆମ୍ଭକକ୍ସ୍ଟ ଏ ସ୍ଥାନ ରେ ସବୁ ପ୍ରକାର ସାହାୟ୍ଯ କରିଛନ୍ତି।
12 Então Samuel pegou uma pedra grande e a colocou entre as cidades de Mispá e Jesana. Deu à pedra o nome de Ebenézer, pois disse: “Até aqui o S enhor nos ajudou!”.
13 ପଲେଷ୍ଟୀୟମାନେ ପରାସ୍ତ ହେଲେ। ସମାନେେ ପକ୍ସ୍ଟଣି ଇଶ୍ରାୟେଲ ରେ ପ୍ରବେଶ କଲେ ନାହିଁ। ସଦାପ୍ରଭୁ ଶାମୁୟେଲଙ୍କ ଅବଶିଷ୍ଟ ଜୀବନ କାଳ ରେ ପଲେଷ୍ଟୀୟଙ୍କ ବିରକ୍ସ୍ଟଦ୍ଧ ରେ ଗଲେ।
13 Assim, os filisteus foram derrotados e não voltaram a invadir Israel por algum tempo. Durante toda a vida de Samuel, a mão do S enhor esteve contra os filisteus.
14 ପଲେଷ୍ଟୀୟମାନେ ଇଶ୍ରାୟେଲଠାରକ୍ସ୍ଟ ଇକ୍ରୋଣଠାରକ୍ସ୍ଟ ଗାଥ୍ ପର୍ୟ୍ଯନ୍ତ ସହର ଛଡାଇ ନଇେଥିଲେ?
14 As cidades israelitas que os filisteus tinham conquistado entre Ecrom e Gate foram devolvidas a Israel, junto com o restante do território que os filisteus haviam tomado. E houve paz entre Israel e os amorreus naqueles dias.
15 ଶାମକ୍ସ୍ଟଯଲେ ତାଙ୍କର ଜୀବନସାରା ଇଶ୍ରାୟେଲର ନତେୃତ୍ବ ନେଲେ।
15 Samuel continuou como juiz em Israel pelo resto de sua vida.
16 ସେ ପ୍ରତିବର୍ଷ ଦେଶର ଚତକ୍ସ୍ଟର୍ଦ୍ଦିଗ ୟାତ୍ରା କରନ୍ତି। ସେ ବୈଥେଲ୍, ଗିଲ୍ଗିଲ୍ ଓ ମିସଫୀ ପ୍ରଭକ୍ସ୍ଟତି ସ୍ଥାନକକ୍ସ୍ଟ ୟାତ୍ରା କଲେ। ସେ ଲୋକଙ୍କକ୍ସ୍ଟ ଅନକ୍ସ୍ଟଧ୍ଯାନ କରି ଶାସନ ଚଳାଇଲେ।
16 A cada ano, viajava pelo território e julgava o povo de Israel em três locais: primeiro em Betel, depois em Gilgal e, por fim, em Mispá.
17 ଶାମକ୍ସ୍ଟଯଲେ ଘର ରାମା, ତେଣୁ ସେ ସଠାେକକ୍ସ୍ଟ ଫରେି ଆସକ୍ସ୍ଟଥିଲେ। ସେ ରାମାଠାରକ୍ସ୍ଟ ଲୋକଙ୍କକ୍ସ୍ଟ ଅନକ୍ସ୍ଟଧ୍ଯାନ କରୁଥିଲେ ଓ ସଠାେରକ୍ସ୍ଟ ଶାସନ କରୁଥିଲେ। ତେଣୁ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କ ପାଇଁ ରାମା ରେ ୟଜ୍ଞବଦେୀ ନିର୍ମାଣ କରିଥିଲେ।
17 Então voltava para sua casa em Ramá, de onde liderava Israel como juiz. Ali Samuel construiu um altar ao S enhor .
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Samuel 7, comparar traduções ou montar um estudo — tudo direto pelo WhatsApp.