2 Coríntios 11
Oriya Bible (GL_ORIYA) vs NVI
1 ତୁମ୍ଭମାନେେ ମାହେର ଟକିଏ ମୂର୍ଖତା ସହି ନଇେଥିଲେ ଭଲ ହାଇେଥାନ୍ତା। କିନ୍ତୁ ତୁମ୍ଭେ ସତ ରେ ମାେ ପ୍ରତି ସହିଷ୍ଣୁ ଅଛ।
1 Espero que vocês suportem um pouco da minha insensatez. Sim, por favor, sejam pacientes comigo.
2 ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।
2 O zelo que tenho por vocês é um zelo que vem de Deus. Eu os prometi a um único marido, Cristo, querendo apresentá-los a ele como uma virgem pura.
3 ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।
3 O que receio, e quero evitar, é que assim como a serpente enganou Eva com astúcia, a mente de vocês seja corrompida e se desvie da sua sincera e pura devoção a Cristo.
4 କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଚାର କରିଛୁ, ତାହାଠାରୁ ଭିନ୍ନ କଥା କହେି ଯୀଶୁଙ୍କର ବିଷୟ ରେ ପ୍ରଚାର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ର ଆତ୍ମା ବା ସୁସମାଚାର ବିଷୟ ରେ ତୁମ୍ଭମାନେେ ଶୁଣିଛ, ତା'ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଚାର ବିଷୟ ରେ ଯେତବେେଳେ ସମାନେେ କୁହନ୍ତି, ସେତବେେଳେ ତୁମ୍ଭମାନେେ ର୍ଧୈୟ୍ଯ ପୂର୍ବକ ସମାନଙ୍କେ ଠାରୁ ଶୁଣୁଛ।
4 Pois, se alguém lhes vem pregando um Jesus que não é aquele que pregamos, ou se vocês acolhem um espírito diferente do que acolheram ou um evangelho diferente do que aceitaram, vocês o suportam facilmente.
5 ମୁଁ ଭାବୁ ନାହିଁ ଯେ, ସହେି ମହାନ ପ୍ ରରେିତମାନେ ମାେ ଠାରୁ କୌଣସି ଗୁଣ ରେ ଅଧିକ।
5 Todavia, não me julgo nem um pouco inferior a esses "super-apóstolos".
6 ଏହା ସତ୍ଯ ଯେ ମୁଁ ପ୍ରଶିକ୍ଷିତ ବକ୍ତା ନୁହେଁ, କିନ୍ତୁ ମାରେ ଜ୍ଞାନ ଅଛି। ଆମ୍ଭେ ଏହି କଥାଟିକୁ ତୁମ୍ଭମାନଙ୍କୁ ସବୁ ପ୍ରକାର ରେ ସୂକ୍ଷ୍ମ ଭାବରେ ଦଖାଇେ ଦଇେଛୁ।
6 Eu posso não ser um orador eloqüente; contudo tenho conhecimento. De fato, já manifestamos isso a vocês em todo tipo de situação.
7 ମୁଁ ତୁମ୍ଭମାନଙ୍କୁ ବିନା ମୂଲ୍ଯ ରେ ପରମେଶ୍ବରଙ୍କ ସୁସମାଚାର ଦଇେଛି। ତୁମ୍ଭମାନଙ୍କୁ ମହତପୂର୍ଣ୍ଣ କରିବା ପାଇଁ ମୁଁ ନମ୍ର ହାଇେ ଯାଇଥିଲି। ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଭୁଲ କରିଥିଲି ?
7 Será que cometi algum pecado ao humilhar-me a fim de elevá-los, pregando-lhes gratuitamente o evangelho de Deus?
8 ମୁଁ ତୁମ୍ଭମାନଙ୍କ ସବୋକାର୍ୟ୍ଯ ପାଇଁ ଅନ୍ୟ ମଣ୍ଡଳୀମାନଙ୍କ ଠାରୁ ଅର୍ଥ (ବା ସମାନେେ ଦରିଦ୍ର ହେଲେ ମଧ୍ଯ ସମାନଙ୍କେଠାରୁ ଅର୍ଥ ଗ୍ରହଣ କରିବା) ଗ୍ରହଣ କରିଛି।
8 Despojei outras igrejas, recebendo delas sustento, a fim de servi-los.
9 ତୁମ୍ଭମାନଙ୍କ ସହିତ ଥିବା ବେଳେ, ମାରେ ଆବଶ୍ଯକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସମାନେେ ମାରେ ସମସ୍ତ ଆବଶ୍ଯକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହାଇେ ନାହିଁ ଓ ଭବିଷ୍ଯତ ରେ ମଧ୍ଯ କଦାପି ହବେି ନାହିଁ।
9 Quando estive entre vocês e passei por alguma necessidade, não fui um peso para ninguém; pois os irmãos, quando vieram da Macedônia, supriram aquilo de que eu necessitava. Fiz tudo para não ser pesado a vocês, e continuarei a agir assim.
10 ମୁଁ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯକହୁଛି, ସହେି ବିଷୟ ରେ ଗର୍ବ ପୂର୍ବକ କହିବା ପାଇଁ ମାେତେ ସମଗ୍ର ଆଖାଯା ରେ କହେି ଅଟକାଇ ପାରିବ ନାହିଁ।
10 Tão certo como a verdade de Cristo está em mim, ninguém na região da Acaia poderá privar-me deste orgulho.
11 ମୁଁ କାହିଁକି ତୁମ୍ଭମାନଙ୍କ ପାଇଁ ବୋଝ ହେଉ ନାହିଁ ? ଏହା କ'ଣ ଏଥିପାଇଁ ଯେ ମୁଁ ତୁମ୍ଭମାନଙ୍କୁ ଭଲ ପାଏ ନାହିଁ ? ନା, ପରମେଶ୍ବର ଜାଣନ୍ତି ଯେ, ମୁଁ ତୁମ୍ଭମାନଙ୍କୁ ଭଲ ପାଏ।
11 Por quê? Por que não os amo? Deus sabe que os amo!
12 ମୁଁ ଯାହା କରୁଛି, ତାହା କରି ଚାଲି ଥିବି। ସହେି ଲୋକମାନଙ୍କର ଗର୍ବ କରିବା ପାଇଁ ଯେପରି କୌଣସି କାରଣ ରହିବ ନାହିଁ, ସେଥିପାଇଁ ମୁଁ ଏପରି କରିଚାଲିଥିବି।
12 E continuarei fazendo o que faço, a fim de não dar oportunidade àqueles que desejam encontrar ocasião de serem considerados iguais a nós nas coisas de que se orgulham.
13 ସମାନେେ ସବୁବେଳେ ଦେଖଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସମାନେେ ମଧ୍ଯ ସେଥିପାଇଁ ଗର୍ବ କରନ୍ତି। ସମାନେେ ଭଣ୍ଡ ପ୍ ରରେିତ। ସମାନେେ ପ୍ରତାରକ। ଲୋକେ ଯେପରି ସମାନଙ୍କେୁ ଖ୍ରୀଷ୍ଟଙ୍କର ପ୍ ରରେିତ ବୋଲି ଭାବିବେ, ଏଥିପାଇଁ ସମାନେେ ନିଜର ବେଶ ବଦଳାଇଥାନ୍ତି।
13 Pois tais homens são falsos apóstolos, obreiros enganosos, fingindo-se apóstolos de Cristo.
14 ଏହା ଆମ୍ଭକୁ ଆଶ୍ଚର୍ୟ୍ଯ ଲାଗୁ ନାହିଁ। କାରଣ ଏପରି କି ଶୟତାନ ନିଜେ ମଧ୍ଯ ତଜେସ୍ବୀ ସ୍ବର୍ଗଦୂତର ରୂପ ଧାରଣ କରେ।
14 Isto não é de admirar, pois o próprio Satanás se disfarça de anjo de luz.
15 ଅତଏବ, ତା'ର ସବେକମାନେ ଯଦି ଧାର୍ମିକତାର ସବେକରୂପ ଧାରଣ କରନ୍ତି, ଏହା କ'ଣ ଆଶ୍ଚର୍ୟ୍ଯର କଥା ? କିନ୍ତୁ ଶଷେ ରେ ସମାନେେ ତାଙ୍କ କର୍ମ ପାଇଁ ଅବଶ୍ଯ ଦଣ୍ଡ ପାଇବେ।
15 Portanto, não é surpresa que os seus servos finjam que são servos da justiça. O fim deles será o que as suas ações merecem.
16 ମୁଁ ପୁନର୍ବାର କହୁଛି, କହେି ମାେତେ ମୂର୍ଖ ବୋଲି ଭାବିବା ଉଚିତ ନୁହେଁ। କିନ୍ତୁ ଯଦି ତୁମ୍ଭମାନେେ ମାେତେ ମୂର୍ଖ ବୋଲି ଭାବ, ତା ହେଲେ ମୂର୍ଖକୁ ଗ୍ରହଣ କଲାଭଳି ମାେତେ ଗ୍ରହଣ କର।
16 Faço questão de repetir: ninguém me considere insensato. Mas se vocês assim me consideram, recebam-me como receberiam um insensato, a fim de que eu me orgulhe um pouco.
17 ତା ହେଲେ ମୁଁ ମଧ୍ଯ ସାମାନ୍ଯ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥାନ୍ତେ, ଯେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ।
17 Ao ostentar este orgulho, não estou falando segundo o Senhor, mas como insensato.
18 ଅନକେ ଲୋକ ତାହାଙ୍କର ସାଂସାରିକ ଜୀବନ ପାଇଁ ଗର୍ବ କରନ୍ତି, ସହେି ଭଳି ମୁଁ ମଧ୍ଯ ଗର୍ବ କରୁଛି।
18 Visto que muitos estão se vangloriando de modo bem humano, eu também me orgulharei.
19 ତୁମ୍ଭମାନେେ ଜ୍ଞାନୀ ହାଇେଥିବାରୁ ଖୁସି ରେ ମୂର୍ଖମାନଙ୍କ ପ୍ରତି ସହନଶୀଳ ହୁଅ।
19 Vocês, por serem tão sábios, suportam de boa vontade os insensatos!
20 କାରଣ ତୁମ୍ଭମାନେେ ତୁମ୍ଭକୁ ଦାସ ଭଳି ବ୍ଯବହାର କରୁଥିବା, ଫାନ୍ଦ ରେ ପକାଇ ଧରୁଥିବା, ନିଜକୁ ତୁମ୍ଭମାନଙ୍କଠାରୁ ବଡ଼ ବୋଲି କହୁଥିବା ଓ ତୁମ୍ଭମାନଙ୍କ ଗାଲ ରେ ଚାପୁଡ଼ା ମାରୁଥିବା ଲୋକମାନଙ୍କ ପ୍ରତି ସହନଶୀଳ ହାଇେଛ।
20 De fato, vocês suportam até quem os escraviza ou os explora, ou quem se exalta ou lhes fere a face.
21 ଏହା କହିବା ମାେ ପାଇଁ ଲଜ୍ଜାଜନକ। କିନ୍ତୁ ତୁମ୍ଭମାନଙ୍କ ପ୍ରତି ଏପରି କରିବା ଦୃଷ୍ଟିରୁ ଆମ୍ଭମାନେେ ଅତି ଦୁର୍ବଳ ହାଇଯୋଇଛୁ।
21 Para minha vergonha, admito que fomos fracos demais para isso! Naquilo em que todos os outros se atrevem a gloriar-se — falo como insensato — eu também me atrevo.
22 ସମାନେେ କବଳେ କ'ଣ ଏବ୍ରୀ ? ମୁଁ ମଧ୍ଯ।
22 São eles hebreus? Eu também. São israelitas? Eu também. São descendentes de Abraão? Eu também.
23 ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।
23 São eles servos de Cristo? — estou fora de mim para falar desta forma — eu ainda mais: trabalhei muito mais, fui encarcerado mais vezes, fui açoitado mais severamente e exposto à morte repetidas vezes.
24 ମୁଁ ୟିହୁଦୀମାନଙ୍କ ଠାରୁ ପାଞ୍ଚ ଥର ରେ ଅଣଚାଳିଶି ଥର ଚାବୁକ ମାଡ଼ ଖାଇଛି।
24 Cinco vezes recebi dos judeus trinta e nove açoites.
25 ମୁଁ ତିନିଥର ବତେ ମାଡ଼ ଖାଇଛି, ଥରେ ପଥର ଆଘାତ ସହିଛି। ଏହା ଛଡ଼ା ମୁଁ ତିନି ଥର ଜାହାଜ ଭାଙ୍ଗିବା ବେଳେ ସେଥି ରେ ଥିଲି, ତା'ମଧ୍ଯରୁ ଥରେ ରାତି ଓ ତା ଆର ଦିନ ଯାକ ସମୁଦ୍ର ରେ ପଡ଼ି ରହିଥିଲି।
25 Três vezes fui golpeado com varas, uma vez apedrejado, três vezes sofri naufrágio, passei uma noite e um dia exposto à fúria do mar.
26 ମୁଁ ଅନକେ ଥର ଯାତ୍ରା କରିଛି। ଏହି ଯାତ୍ରା ମାନଙ୍କ ରେ ନଦୀ ରେ ଲୁଣ୍ଠନକାରୀମାନଙ୍କଠାରୁ ମାରେନିଜ ଲୋକମାନଙ୍କଠାରୁ, ଅଣଯିହୂଦୀ ମାନଙ୍କଠାରୁ ମୁଁ ବିପଦ ରେ ଥିଲି। ନଗର ମାନଙ୍କ ରେ, ନିର୍ଜନ ସ୍ଥାନ ଗୁଡ଼ିକରେ, ଏବଂ ସମୁଦ୍ର ରେ, ମଧ୍ଯ ମୁଁ ବିପଦ ରେ ପଡ଼ିଥିଲି। ଯେଉଁଲୋକମାନେ ମିଛ ରେ ଭାଇ ବୋଲାଉ ଥିଲେ ସମାନଙ୍କେ ପାଇଁ ମୁଁ ବିପଦ ରେ ପଡ଼ିଥିଲି।
26 Estive continuamente viajando de uma parte a outra, enfrentei perigos nos rios, perigos de assaltantes, perigos dos meus compatriotas, perigos dos gentios; perigos na cidade, perigos no deserto, perigos no mar, e perigos dos falsos irmãos.
27 ମୁଁ କଠାେର ପରିଶ୍ରମ କରି କ୍ଲାନ୍ତିପୂର୍ଣ୍ଣ ଜୀବନ ଯାପନ କରିଛି। ଅନକେ ଥର ମୁଁ ଶୋଇ ନାହିଁ। ମୁଁ ଅନାହାର ମଧ୍ଯ ଦଇେ ଗତି କରିଛି। ଅନକେ ଥର ମାେ ପାଖ ରେ ଖାଇବାକୁ କିଛି ନ ଥାଏ। ଲୁଗାପଟା ବିନା ଥଣ୍ଡା ରେ ମୁଁ ରହିଛି।
27 Trabalhei arduamente; muitas vezes fiquei sem dormir, passei fome e sede, e muitas vezes fiquei em jejum; suportei frio e nudez.
28 ଆହୁରି ମଧ୍ଯ ଅନକେ ଗୁଡ଼ିଏ ସମସ୍ଯା ଦଇେ ମୁଁ ଗତି କରିଛି। ତହିଁ ମଧ୍ଯରୁ ଗୋଟିଏ ହେଲା ସମସ୍ତ ମଣ୍ଡଳୀ ମାନଙ୍କର ଚିନ୍ତା, ପ୍ରତିଦିନ ସହେି ଚିନ୍ତା ରେ ମୁଁ ରହୁଛି।
28 Além disso, enfrento diariamente uma pressão interior, a saber, a minha preocupação com todas as igrejas.
29 ଯଦି ଜଣେ କହେି ଦୁର୍ବଳ, ମୁଁ ମଧ୍ଯ ଦୁର୍ବଳ। ଯଦି କୌଣସି ଲୋକ ପାପରେ ଚାଲିବା ନିମନ୍ତେ ପ୍ରବୃତ୍ତ ହୁଏ, ତବେେ ମୁଁ ଅନ୍ତର ମଧ୍ଯରୁ ୟନ୍ତ୍ରଣା ଅନୁଭବ କରେ।
29 Quem está fraco, que eu não me sinta fraco? Quem não se escandaliza, que eu não me queime por dentro?
30 ଯଦି ମାରେ ଦର୍ପ (ଗର୍ବ) କରିବା କଥା, ତା' ହେଲେ ମୁଁ ମାେ ନିଜର ଦୁର୍ବଳତା ଗୁଡ଼ିକ ପାଇଁ ଗର୍ବ କରିବି।
30 Se devo me orgulhar, que seja nas coisas que mostram a minha fraqueza.
31 ପରମେଶ୍ବର ଜାଣନ୍ତି ଯେ, ମୁଁ ମିଥ୍ଯା କହୁ ନାହିଁ। ସେ ହେଉଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା।
31 O Deus e Pai do Senhor Jesus, que é bendito para sempre, sabe que não estou mentindo.
32 ସେ ସର୍ବଦା ପ୍ରଶଂସିତ ହବୋ କଥା। ମୁଁ ଯେତବେେଳେ ଦମ୍ମସକଠାେ ରେ ଥିଲି, ଅରିତ଼ସ୍ ରାଜାଙ୍କ ରାଜ୍ଯପାଳ ନଗରର ଚାରି ପଟେ ପ୍ରହରୀମାନଙ୍କୁ ରଖି ମାେତେ ବନ୍ଦୀ କରିବା ପାଇଁ ଚେଷ୍ଟା କରିଥିଲେ।
32 Em Damasco, o governador nomeado pelo rei Aretas mandou que se vigiasse a cidade para me prender.
33 କିନ୍ତୁ ସହର ପାଚରେୀ ରେ ଥିବା ଗୋଟିଏ ଝରକା ବାଟ ଦଇେ, ଗୋଟିଏ ବାକ୍ସ ରେ ବସାଇ ମାେତେ କେତକେ ବନ୍ଧୁମାନଙ୍କ ଦ୍ବାରା ବାହାରକୁ ଓହ୍ଲାଇ ନିଆ ୟିବାରୁ ମୁଁ ରାଜ୍ଯପାଳଙ୍କ ହାତରୁ ରକ୍ଷା ପାଇ ଗଲି।
33 Mas de uma janela na muralha fui baixado numa cesta e escapei das mãos dele.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 11, comparar traduções ou montar um estudo — tudo direto pelo WhatsApp.