2 Coríntios 12

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ମୁଁ ଗର୍ବ କରି ଚାଲି ଥିବି। ଏହା ଦ୍ବାରା କିଛି ଲାଭ ନାହିଁ, କିନ୍ତୁ ମୁଁ ପ୍ରଭୁଙ୍କ ପ୍ରଦତ୍ତ 'ଦର୍ଶନ' ଓ 'ପ୍ରତ୍ଯାଦେଶ' ବିଷୟ ରେ କହିବି।
1 É necessário gloriar-me, embora não convenha; mas passarei a visões e revelações do Senhor.
2 ମୁଁ ଚଉଦ ବର୍ଷ ପୂର୍ବରୁ ଘଟି ଥିବା ଗୋଟିଏ ଘଟଣା କହୁଛି। ଜଣେ ଖ୍ରୀଷ୍ଟ ରେ ଥିବା ଲୋକକୁ ମୁଁ ଜାଣେ (ସ୍ବଦହେ ରେ କି ଦହରହେିତ ହାଇେ, ତାହା ମୁଁ ଜାଣେ ନାହିଁ, ପରମେଶ୍ବର ଜାଣନ୍ତି) ଯାହାଙ୍କୁ ତୃତୀୟ ସ୍ବର୍ଗକୁ ନିଆଗଲା।
2 Conheço um homem em Cristo que há catorze anos {se no corpo não sei, se fora do corpo não sei; Deus o sabe} foi arrebatado até o terceiro céu.
3 ମୁଁ ଜାଣେ ତାହାଙ୍କୁ ପାରଦୀଶକୁ ନିଆଗଲା। (ସ୍ବଦହେ ରେ କି ଦହରହେିତ ହାଇେ, ତାହା ମୁଁ ଜାଣେ ନାହିଁ, ପରମେଶ୍ବର ଜାଣନ୍ତି)।
3 Sim, conheço o tal homem {se no corpo, se fora do corpo, não sei: Deus o sabe},
4 ସେ ଏପରି ଶୁଣିବାକୁ ପାଇଲେ ୟହା ସେ ବୁଝଇେ ପାରିଲେ ନାହିଁ। ସେ କିଛି ବିଷୟ ଶୁଣିଲେ,
4 que foi arrebatado ao paraíso, e ouviu palavras inefáveis, as quais não é lícito ao homem referir.
5 ଯାହା କୌଣସି ବ୍ଯକ୍ତିକୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୁଁ ଏହିଭଳି ଲୋକ ପାଇଁ ଗର୍ବ କରିବାକୁ ଇଚ୍ଛା କରୁଛି, କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ, ମାତ୍ର ମାହେର ଦୁର୍ବଳତା ରେ ରଦର୍ପ କରିବି।
5 Desse tal me gloriarei, mas de mim mesmo não me gloriarei, senão nas minhas fraquezas.
6 ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଚାହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ଯକଥା କ ହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମାେ ବିଷୟ ରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା ଠାରୁ ଅଧିକ ବୋଲି ମାେତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।
6 Pois, se quiser gloriar-me, não serei insensato, porque direi a verdade;
7 ମାେତେ ଦିଆଯାଇଥିବା ଆଶ୍ଚର୍ୟ୍ଯଜନକ ପ୍ରତ୍ଯାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ଯଧିକ ଗର୍ବ କରିବି, ସେଥିପାଇଁ ମାେତେ ଶରୀର ରେ ୟନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ବରୂପେ ଏହା ମାେତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମାେତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।
7 E, para que me não exaltasse demais pela excelência das revelações, foi-me dado um espinho na carne, a saber, um mensageiro de Satanás para me esbofetear, a fim de que eu não me exalte demais;
8 ମୁଁ ପ୍ରଭୁଙ୍କୁ ତିନି ଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମାେ ଠାରୁ ଦୂ ରଇେ ଦିଅନ୍ତୁ।
8 acerca do qual três vezes roguei ao Senhor que o afastasse de mim;
9 କିନ୍ତୁ ପ୍ରଭୁ ମାେତେ କହିଲେ, ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ। ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।
9 e ele me disse: A minha graça te basta, porque o meu poder se aperfeiçoa na fraqueza. Por isso, de boa vontade antes me gloriarei nas minhas fraquezas, a fim de que repouse sobre mim o poder de Cristo.
10 ଅତଏବ ମାେ ଠା ରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କବଳେ ଖ୍ରୀଷ୍ଟଙ୍କ ସକାେଶ ଯେତବେେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦଇେ ଗତି କରେ, ଯେତବେେଳେ ମାରେ କଷ୍ଟ ଥାଏ ବା ଯେତବେେଳେ ମାରେ ସମସ୍ଯା ଥାଏ, ସେତବେେଳେ ମୁଁ ଆନନ୍ଦ କରେ। ଯେତବେେଳେ ମୁଁ ଦୁର୍ବଳ, ସେତବେେଳେ ମୁଁ ପ୍ରକୃତ ରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।
10 Pelo que sinto prazer nas fraquezas, nas injúrias, nas necessidades, nas perseguições, nas angústias por amor de Cristo. Porque quando estou fraco, então é que sou forte.
11 ମୁଁ ମୂର୍ଖଙ୍କ ଭଳି କହିଚାଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭମାନେେ ମାେତେ ବାଧ୍ଯ କରିଥିଲ। ତୁମ୍ଭମାନେେ ହେଉଛ ସହେିଲୋକ, ଯେଉଁମାନେ ମାେ ସପକ୍ଷ ରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସହେି ମହାନ୍ ପ୍ ରରେିତ ମାନେ ମାେ ଠାରୁ ଅଧିକ ମଧ୍ଯ ନୁହଁନ୍ତି।
11 Tornei-me insensato; vós a isso me obrigastes; porque eu devia ser louvado por vós, visto que em nada fui inferior aos demais excelentes apóstolos, ainda que nada sou.
12 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ ରରେିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି - ମୁଁ ନାନାଦି ଚିହ୍ନ, ଅଦ୍ଭୂତ ଓ ଆଶ୍ଚର୍ୟ୍ଯଜନକ କାମ ଦଖାଇେଥିଲି। ଏ ସବୁ ମୁଁ ଅନକେ ର୍ଧୈୟ୍ଯର ସହିତ କରିଥିଲି।
12 Os sinais do meu apostolado foram, de fato, operados entre vós com toda a paciência, por sinais, prodígios e milagres.
13 ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା'ସବୁ ତୁମ୍ଭମାନେେ ମଧ୍ଯ ପାଇଛ। କବଳେ ଗୋଟିଏ କଥା ତନ୍ମଧ୍ଯରୁ ଅଲଗା : ମୁଁ ତୁମ୍ଭମାନଙ୍କ ଉପରେ କବେେ ହେଲେ ଭାରସ୍ବରୂପ ନ ଥିଲି। ଏଥିପାଇଁ ମାେତେ କ୍ଷମା କରି ଦିଅ।
13 Pois, em que fostes feitos inferiores às outras igrejas, a não ser nisto, que eu mesmo vos não fui pesado? Perdoai-me esta injustiça.
14 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ୟିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ବରୂପ ହବେି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତି ବଦଳ ରେ ମୁଁ ତୁମ୍ଭମାନଙ୍କୁ ଚା ହେଁ। ସନ୍ତାନମାନଙ୍କର ନିଜ ମାତାପିତା ଲାଗି କୌଣସି ସଞ୍ଚୟର ଆବଶ୍ଯକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି।
14 Eis que pela terceira vez estou pronto a ir ter convosco, e não vos serei pesado, porque não busco o que é vosso, mas sim a vós; pois não são os filhos que devem entesourar para os pais, mas os pais para os filhos.
15 ଏଣୁ ମାେ ପାଖ ରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦବେି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ଯ ଦଇେ ଦବେି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା' ହେଲେ ତୁମ୍ଭମାନେେ କ'ଣ ମାେତେ ସ୍ନହେ ରେ ଊଣା କରିବ ?
15 Eu de muito boa vontade gastarei, e me deixarei gastar pelas vossas almas. Se mais abundantemente vos amo, serei menos amado?
16 ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ବରୂପ ହବୋକୁ ଚା ହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ଯା କହି ତୁମ୍ଭମାନଙ୍କୁ ଜାଲ ରେ ପକାଇବା ପାଇଁ ଚେଷ୍ଟା କରିବି।
16 Mas seja assim; eu não vos fui pesado; mas, sendo astuto, vos tomei com dolo.
17 ମୁଁ ତୁମ୍ଭମାନଙ୍କ ପାଖକୁ ପଠାଇଥିବା ଲୋକମାନଙ୍କ ମଧ୍ଯରୁ କାହାରି ମାଧ୍ଯମ ରେ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଛି କି ? ନା, ତୁମ୍ଭମାନେେ ଜାଣ ଯେ, ଏସବୁ ମୁଁ କଦାପି କରି ନାହିଁ।
17 Porventura vos explorei por algum daqueles que vos enviei?
18 ମୁଁ ତିତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତିତସ କ'ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି ? ନା! ତୁମ୍ଭମାନେେ ଜାଣ ଯେ ତିତସ ଓ ମୁଁ ଦୁ ହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହ ରେ କାମ କରିଛୁ। ସହେି ପବିତ୍ରଆତ୍ମାର ପ୍ ରରଣୋ ରେ ଆମ୍ଭେ ଦୁ ହେଁ କାମ କରିଥିଲୁ।
18 Exortei a Tito, e enviei com ele o irmão. Porventura Tito vos explorou? Não andamos porventura no mesmo espírito? Não seguimos as mesmas pegadas?
19 ତୁମ୍ଭମାନେେ କ'ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷ ରେ ୟୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବ ରେ ପରମେଶ୍ବରଙ୍କ ଆଗ ରେ କହିଥିଲୁ। ତୁମ୍ଭମାନେେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହା କିଛି କହୁଛୁ ତାହା ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ ହବେ ବୋଲି କହୁଛୁ।
19 Há muito, de certo, pensais que nos estamos desculpando convosco. Perante Deus, falamos em Cristo, e tudo isto, amados, é para vossa edificação.
20 ଏଭଳି କହିବାର ଉଦ୍ଦେଶ୍ଯ ଯେ, ମାରେଭୟ ହେଉଛି : ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି ସେତବେେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସହେି ରୂପରେ ନ ପାଇ ପା ରେ ଓ ତୁମ୍ଭମାନେେ ମଧ୍ଯ ମାେତେ ଯାହା ଭାବିଛ ଠିକ୍ ସହେି ରୂପରେ ପାଇ ନ ପାର। ମାରେଭୟ ଯେ, କାଳେ ତୁମ୍ଭମାନଙ୍କ ମଧିଅରେ କଳହ, ଇର୍ଷା, କୋର୍ଧ, ସ୍ବାର୍ଥପରତା, ପରଚର୍ଚ୍ଚା, କାନ କୁହାକୋହି, ଗର୍ବ ଓ ଦ୍ବନ୍ଦ ଦେଖିବାକୁ ମିଳିବ।
20 Porque temo que, quando chegar, não vos ache quais eu vos quero, e que eu seja achado por vós qual não me quereis; que de algum modo haja contendas, invejas, iras, porfias, detrações, mexericos, orgulhos, tumultos;
21 ମୁଁ ଭୟ କରୁଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ସେତବେେଳେ ତୁମ୍ଭମାନଙ୍କ ଆଗ ରେ ମାରେ ପରମେଶ୍ବର ମାେତେ ଲଜ୍ଜା ନ ଦିଅନ୍ତୁ। ଯେ ହତେୁ ତୁମ୍ଭମାନଙ୍କ ଭିତରୁ ଅନକେେ ପାପ କରିଥିବାରୁ, ମୁଁ ଦୁଃଖିତ ହବେି। କାରଣ ସହେି ଲୋକମାନେ ସମାନଙ୍କେର ପାପର ଜୀବନ ନିମନ୍ତେ ଦୁଃଖିତ ହାଇେ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସମାନଙ୍କେର ୟୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ୟ୍ଯ କରୁ ଥିବାରୁ, ମାେତେ ଶାେକ କରିବାକୁ ପଡ଼ିବ।
21 e que, quando for outra vez, o meu Deus me humilhe perante vós, e chore eu sobre muitos daqueles que dantes pecaram, e ainda não se arrependeram da impureza, prostituição e lascívia que cometeram.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Coríntios 12, comparar traduções ou montar um estudo — tudo direto pelo WhatsApp.