2 Coríntios 1

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ଯୀଶୁ ଖ୍ରୀଷ୍ଟଙ୍କ ଜଣେ ପ୍ ରରେିତ ପାଉଲଙ୍କର ନମସ୍କାର। ପରମେଶ୍ବରଙ୍କ ଇଚ୍ଛା ରେ ମୁଁ ଜଣେ ପ୍ ରରେିତ ହାଇେଛି। ଆମ୍ଭ ଭାଇ ତୀମଥି ମଧ୍ଯ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାନ୍ତି। କରିନ୍ଥୀଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ ଓ ସମଗ୍ର ଆଖାଯା ପ୍ରଦେଶର ପରମେଶ୍ବରଙ୍କ ସମସ୍ତ ପବିତ୍ର ଲୋକଙ୍କ ନିକଟକୁ ପତ୍ର।
1 Paulo, apóstolo de Jesus Cristo, pela vontade de Deus, e o irmão Timóteo, à igreja de Deus, que está em Corinto, com todos os santos que estão em toda a Acaia.
2 ଆମ୍ଭର ପିତା ପରମେଶ୍ବର ଓ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ମିଳୁ।
2 Graça a vós e paz da parte de Deus nosso Pai, e da do Senhor Jesus Cristo.
3 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣା ରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟ ରେ ସାନ୍ତ୍ବନାଦାତା ପରମେଶ୍ବର।
3 Bendito seja o Deus e Pai de nosso Senhor Jesus Cristo, o Pai das misericórdias e o Deus de toda a consolação;
4 ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ବନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ଯ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ବନା ପ୍ରଦାନ କରିପାରିବା। ଆମ୍ଭକୁ ପରମେଶ୍ବର ଯେଉଁ ପ୍ରକାର ସାନ୍ତ୍ବନା ଦିଅନ୍ତି, ଆମ୍ଭେ ସହେିମାନଙ୍କୁ ସହେି ପ୍ରକାର ସାନ୍ତ୍ବନା ପ୍ରଦାନ କରି ପାରିବା।
4 Que nos consola em toda a nossa tribulação, para que também possamos consolar os que estiverem em alguma tribulação, com a consolação com que nós mesmos somos consolados por Deus.
5 ଖ୍ରୀଷ୍ଟଙ୍କର ଅନକେ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସହେିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଯେଉଁ ସାନ୍ତ୍ବନା ଆମ୍ଭକୁ ମିଳେ ତାହାର ସୀମା ନାହିଁ।
5 Porque, como as aflições de Cristo são abundantes em nós, assim também é abundante a nossa consolação por meio de Cristo.
6 ଯଦି ଆମ୍ଭେ କଷ୍ଟ ରେ ରହିଛୁ, ସଗେୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ବନା ଓ ପରିତ୍ରାଣ ନିମନ୍ତେ ଉଦ୍ଦିଷ୍ଟ। ଯଦି ଆମ୍ଭେ ସାନ୍ତ୍ବନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭମାନେେ ଯେଉଁ ଯାତନା ସହୁ, ସହେି ଯାତନା ର୍ଧୈୟ୍ଯ ପୂର୍ବକ ସହିବା ପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତି।
6 Mas, se somos atribulados, é para vossa consolação e salvação; ou, se somos consolados, para vossa consolação é, a qual se opera suportando com paciência as mesmas aflições que nós também padecemos;
7 ତୁମ୍ଭମାନଙ୍କଠା ରେ ଆମ୍ଭର ଦୃଢ଼ ଭରସା ଅଛି। ଆମ୍ଭେ ଜାଣୁ ଯେ, ତୁମ୍ଭମାନେେ ଆମ୍ଭ ଯାତନା ରେ ଭାଗୀ। ଅତଏବ, ଆମ୍ଭେ ଜାଣୁ ଯେ, ସହେିଭିଳ ଆମ୍ଭମାନଙ୍କର ସାନ୍ତ୍ବନା ରେ ମଧ୍ଯ ତୁମ୍ଭର ଅଂଶ ଅଛି।
7 E a nossa esperança acerca de vós é firme, sabendo que, como sois participantes das aflições, assim o sereis também da consolação.
8 ଭାଇ ଓ ଭଉଣୀମାନେ ! ଏସିଆ ଦେଶ ରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଚାହୁଁ ଯେପରି ସହେି ବିଷୟ ରେ ତୁମ୍ଭମାନେେ ମଧ୍ଯ ଜାଣ। ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭମାନେେ ଜୀବନର ସମସ୍ତ ଆଶା ହରାଇଥିଲୁ। ସହେି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।
8 Porque não queremos, irmãos, que ignoreis a tribulação que nos sobreveio na Ásia, pois que fomos sobremaneira agravados mais do que podíamos suportar, de modo tal que até da vida desesperamos.
9 ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିୟିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ଯୁରୁ ଉଥିତ କରନ୍ତି ସହେି ପରମେଶ୍ବରଙ୍କ ଉପରେ ବିଶ୍ବାସ ରଖିବା ଉଚିତ୍।
9 Mas já em nós mesmos tínha- mos a sentença de morte, para que não confiássemos em nós, mas em Deus, que ressuscita os mortos;
10 ପରମେଶ୍ବର ଆମ୍ଭମାନଙ୍କୁ ମୃତ୍ଯୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ବର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।
10 O qual nos livrou de tão grande morte, e livra; em quem esperamos que também nos livrará ainda,
11 ତୁମ୍ଭମାନେେ ନିଜ ପ୍ରାର୍ଥନା ଦ୍ବାରା ଆମ୍ଭକୁ ସାହାୟ୍ଯ କରିପାର। ଅନକେେ ଆମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦବେେ, ଯେ ହତେୁ ସମାନଙ୍କେର ପ୍ରାର୍ଥନା ଦ୍ବାରା ପରମେଶ୍ବର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।
11 Ajudando-nos também vós com orações por nós, para que pela mercê, que por muitas pessoas nos foi feita, por muitas também sejam dadas graças a nosso respeito.
12 ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।
12 Porque a nossa glória é esta: o testemunho da nossa consciência, de que com simplicidade e sinceridade de Deus, não com sabedoria carnal, mas na graça de Deus, temos vivido no mundo, e de modo particular convosco.
13 ତୁମ୍ଭମାନେେ ଯେଉଁ କଥାଗୁଡ଼ିକ ପଢ଼ି ପାରିବ ଓ ବୁଝି ପାରିବ, କବଳେ ସହେି କଥାଗୁଡ଼ିକ ଆମ୍ଭେ ତୁମ୍ଭମାନଙ୍କୁ ଲେଖିଛୁ।
13 Porque nenhumas outras coisas vos escrevemos, senão as que já sabeis ou também reconheceis; e espero que também até ao fim as reconhecereis.
14 ଯେପରିକି ତୁମ୍ଭମାନେେ ଆମ୍ଭ ବିଷୟ ରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭମାନେେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭମାନେେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସପରେି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।
14 Como também já em parte reconhecestes em nós, que somos a vossa glória, como também vós sereis a nossa no dia do Senhor Jesus.
15 ମାହେର ଏହି ବିଶ୍ବାସ ଥିବାରୁ ମୁଁ ପ୍ରଥମ ରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ବାରା ତୁମ୍ଭମାନେେ ଦୁଇଥର ଆଶୀର୍ବାଦ ଲାଭ କରିବ।
15 E com esta confiança quis primeiro ir ter convosco, para que tivésseis uma segunda graça;
16 ମାକିଦନିଆ ୟିବା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖିବା ପାଇଁ ଯୋଜନା କଲି। ମାକିଦନିଆରୁ ଫରେିଲା ବେଳେ ମଧ୍ଯ ପୁନର୍ବାର ତୁମ୍ଭମାନଙ୍କ ପାଖକୁ ଆସିବି। ତୁମ୍ଭମାନଙ୍କ ସାହାୟ୍ଯ ରେ ଯିହୁଦା ଦେଶକୁ ପ୍ରସ୍ଥାନ କରିବି।
16 E por vós passar à macedônia, e da macedônia ir outra vez ter convosco, e ser guiado por vós à Judéia.
17 ତୁମ୍ଭମାନେେ କ'ଣ ଭାବୁଛ ଯେ, ଏହି ଯୋଜନାଗୁଡ଼ିକୁ କଲା ବେଳେ ମୁଁ ପ୍ରକୃତ ରେ ଚିନ୍ତା କରି ନ ଥିଲି ? ବା ଜାଗତିକ ଜ୍ଞାନ ରେ କରିଥିଲି, ଯେ ଏକା ସମୟରେ ହଁ, ହଁ କହୁଥିବା ଓ ନା, ନା ମଧ୍ଯ କହୁଥିବି।
17 E, deliberando isto, usei porventura de leviandade? Ou o que delibero, o delibero segundo a carne, para que haja em mim sim, sim, e não, não?
18 କିନ୍ତୁ ଯଦି ତୁମ୍ଭମାନେେ ପରମେଶ୍ବରଙ୍କୁ ବିଶ୍ବାସ କରୁଛ, ତାହାହେଲେ ତୁମ୍ଭମାନେେ ବିଶ୍ବାସ କରିପାର ଯେ, ଆମ୍ଭେ ଯାହା କହୁ ତାହାର ଉତ୍ତର ହଁ ଓ ନା ଉଭୟ ହାଇେ ପାରିବ ନାହିଁ।
18 Antes, como Deus é fiel, a nossa palavra para convosco não foi sim e não.
19 ମୁଁ ଏବଂ ସିଲ୍ବାନ୍ ଓ ତୀମଥିଙ୍କ ଦ୍ବାରା ପ୍ରଚାରିତ ପରମେଶ୍ବରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟ ଉଭୟ ହଁ' ଓ ନା' ଏକ ସମୟରେ କହନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟଙ୍କଠା ରେ ସର୍ବଦା ହଁ କଥା ହଁ ହୁଏ।
19 Porque o Filho de Deus, Jesus Cristo, que entre vós foi pregado por nós, isto é, por mim, Silvano e Timóteo, não foi sim e não; mas nele houve sim.
20 କାରଣ ପରମେଶ୍ବର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠା ରେ ସେ ସବୁଗଡ଼ିକ ହଁ ହାଇେଛି। ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମ ରେ ଆମେନ୍ ବୋଲି କହିଥାଉ।
20 Porque todas quantas promessas há de Deus, são nele sim, e por ele o Amém, para glória de Deus por nós.
21 କବଳେ ପରମେଶ୍ବର ତୁମ୍ଭମାନଙ୍କୁ ଓ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କଠା ରେ ଦୃଢ଼ କରି ପାରନ୍ତି। ପରମେଶ୍ବର ତାହାଙ୍କର ବିଶଷେ ଆଶୀର୍ବାଦ ଆମକୁ ପ୍ରଦାନ କରନ୍ତି।
21 Mas o que nos confirma convosco em Cristo, e o que nos ungiu, é Deus,
22 ସେ ଆମ୍ଭଠା ରେ ନିଜ ଅଧିକାରର ମାହେର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟ ରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦବେେ।
22 O qual também nos selou e deu o penhor do Espírito em nossos corações.
23 ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦବୋକୁ ଇଚ୍ଛା କରୁ ନ ଥିଲି।
23 Invoco, porém, a Deus por testemunha sobre a minha alma, que para vos poupar não tenho até agora ido a Corinto;
24 ପରମେଶ୍ବର ଏଥିର ସାକ୍ଷୀ। ମାେ କହିବା ଉଦ୍ଦେଶ୍ଯ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ବାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭମାନେେ ବିଶ୍ବାସ ରେ ଦୃଢ଼ କିନ୍ତୁ ଆମ୍ଭମାନେେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ।
24 Não que tenhamos domínio sobre a vossa fé, mas porque somos cooperadores de vosso gozo; porque pela fé estais em pé.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Coríntios 1, comparar traduções ou montar um estudo — tudo direto pelo WhatsApp.