2 Coríntios 2
Oriya Bible (GL_ORIYA) vs ARA
1 ସେଥିପାଇଁ ମୁଁ ଠିକ୍ କରିଥିଲି, ଏହିଥର ଗଲେ ମୁଁ ତୁମ୍ଭମାନଙ୍କୁ ଯେପରି କଷ୍ଟ ନ ଦିଏ।
1 Isto deliberei por mim mesmo: não voltar a encontrar-me convosco em tristeza.
2 ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖିତ କରେ, ତବେେ କିଏ ମାେତେ ସୁଖୀ କରିବ। କବଳେ ତୁମ୍ଭମାନେେ ମାେତେ ସୁଖ ଦଇପୋରିବ ଯେଉଁମାନଙ୍କୁ ମୁଁ ପୂର୍ବରୁ ଦୁଃଖ ଦଇେଛି।
2 Porque, se eu vos entristeço, quem me alegrará, senão aquele que está entristecido por mim mesmo?
3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ପତ୍ର ଲେଖିଲି, ଯେ ହତେୁ ମୁଁ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଆସିବି, ଯେଉଁମାନଙ୍କ ଠାରୁ ମାେତେ ଆନନ୍ଦ ମିଳିବା କଥା, ସମାନଙ୍କେ ଠାରୁ ମାେତେ ଦୁଃଖ ନ ମିଳୁ। ତୁମ୍ଭମାନଙ୍କଠା ରେ ମାରେ ବିଶ୍ବାସ ଅଛି ଯେ, ତୁମ୍ଭମାନେେ ମାରେ ସହିତ ଆନନ୍ଦ କରିବ।
3 E isto escrevi para que, quando for, não tenha tristeza da parte daqueles que deveriam alegrar-me, confiando em todos vós de que a minha alegria é também a vossa.
4 ପୂର୍ବରୁ ମୁଁ ଯେତବେେଳେ ତୁମ୍ଭକୁ ଲେଖିଥିଲି, ସେତବେେଳେ ମାେ ହୃଦୟ ରେ ଅଧିକ ବଦନୋ ଓ ଦୁଃଖ ଥିଲା। ମୁଁ ଆଖି ରେ ଲୁହ ଗଡ଼ାଇ ଲେଖିଥିଲି। ତୁମ୍ଭମାନଙ୍କୁ ଦୁଃଖ ଦବୋ ମାରେ ଉଦ୍ଦେଶ୍ଯ ନ ଥିଲା। ତୁମ୍ଭମାନଙ୍କ ପାଇଁ ମାରେ ପ୍ ରମରେ ମାତ୍ରା କେତେ ଅଧିକ, ଏହା ଯେପରି ତୁମ୍ଭମାନେେ ଜାଣିପାରିବ ଏଥିପାଇଁ ଏହା ଲେଖିଲି।
4 Porque, no meio de muitos sofrimentos e angústias de coração, vos escrevi, com muitas lágrimas, não para que ficásseis entristecidos, mas para que conhecêsseis o amor que vos consagro em grande medida.
5 ଯଦି ତୁମ୍ଭମାନଙ୍କ ଭିତରୁ କିଏ ଜଣେ ମାେତେ ଦୁଃଖିତ କରିଛି, ସେ କବଳେ ମାେତେ ଦୁଃଖିତ କରି ନାହିଁ, ବରଂ କିଛି ନା କିଛି ମାତ୍ରା ରେ ତୁମ୍ଭମାନଙ୍କୁ ମଧ୍ଯ କରିଛି।
5 Ora, se alguém causou tristeza, não o fez apenas a mim, mas, para que eu não seja demasiadamente áspero, digo que em parte a todos vós;
6 ଏହି ଲୋକକୁ ତୁମ୍ଭମାନେେ ମିଶି ଯାହା ଦଣ୍ଡ ଦଇେଛ, ତାହା ୟଥେଷ୍ଟ ହେଲାଣି।
6 basta-lhe a punição pela maioria.
7 କିନ୍ତୁ ଏବେ ତୁମ୍ଭମାନେେ ତାହାକୁ କ୍ଷମା ଦବୋ ଉଚିତ୍ ଓ ତାହାକୁ ସାନ୍ତ୍ବନା ପ୍ରଦାନ କରିବା ଉଚିତ। ଏହା ତାହାକୁ ଉତ୍ସାହିତ କରିବ ଓ ସେ ଅଧିକ ଦୁଃଖ ରେ ଭାଙ୍ଗି ପଡ଼ିବ ନାହିଁ।
7 De modo que deveis, pelo contrário, perdoar-lhe e confortá-lo, para que não seja o mesmo consumido por excessiva tristeza.
8 ସେଥିପାଇଁ ମାରେ ଅନୁ ରୋଧ ଯେ, ତୁମ୍ଭମାନେେ ତା'ପ୍ରତି ପୁନର୍ବାର ତୁମ୍ଭମାନଙ୍କର ପ୍ ରମେଭାବ ଦଖାେଅ।
8 Pelo que vos rogo que confirmeis para com ele o vosso amor.
9 ତୁମ୍ଭମାନେେ ମାରେ ସମସ୍ତ କଥାର ଆଜ୍ଞାକାରୀ ହେଉଛି ନା ନାହିଁ, ଏହା ପରୀକ୍ଷା କରିବାକୁ ମୁଁ ତୁମ୍ଭମାନଙ୍କୁ ଲେଖିଲି।
9 E foi por isso também que vos escrevi, para ter prova de que, em tudo, sois obedientes.
10 ତୁମ୍ଭମାନେେ ଯଦି କାହାକୁ କ୍ଷମା କର, ମୁଁ ମଧ୍ଯ ତାହାକୁ କ୍ଷମା କରି ଥାଏ, ତାହା ମୁଁ ତୁମ୍ଭମାନଙ୍କ ପାଇଁ ଯୀଶୁ ଖ୍ରୀଷ୍ଟଙ୍କ ଉପସ୍ଥିତି ରେ କ୍ଷମା କରିଛି।
10 A quem perdoais alguma coisa, também eu perdoo; porque, de fato, o que tenho perdoado (se alguma coisa tenho perdoado), por causa de vós o fiz na presença de Cristo;
11 ଏପରି କରିବା ଉଦ୍ଦେଶ୍ଯ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟ ରେ ଅତି ଭଲ ଭାବରେ ଜାଣୁ।
11 para que Satanás não alcance vantagem sobre nós, pois não lhe ignoramos os desígnios.
12 ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚାର ପ୍ରଚାର କରିବା ପାଇଁ ତ୍ରୋଯା ନଗରକୁ ଯାଇଥିଲି। ପ୍ରଭୁ ସଠାେରେ ମାେତେ ଭଲ ସୁଯୋଗଟିଏ ଦେଲେ।
12 Ora, quando cheguei a Trôade para pregar o evangelho de Cristo, e uma porta se me abriu no Senhor,
13 ସଠାେରେ ମାେ ଭାଇ ତିତସକୁ ନ ପାଇ ମୁଁ ମାେ ମନ ରେ ଶାନ୍ତି ହରାଇଲି। ସେଥିପାଇଁ ସମାନଙ୍କେଠାରୁ ବିଦାୟ ନଇେ ମୁଁ ମାକିଦନିଆକୁ ଗଲି।
13 não tive, contudo, tranquilidade no meu espírito, porque não encontrei o meu irmão Tito; por isso, despedindo-me deles, parti para a Macedônia.
14 ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।
14 Graças, porém, a Deus, que, em Cristo, sempre nos conduz em triunfo e, por meio de nós, manifesta em todo lugar a fragrância do seu conhecimento.
15 ଆମ୍ଭର ଉତ୍ସର୍ଗ ବଳି ପରମେଶ୍ବରଙ୍କ ପାଇଁ ହେଉଛି ଏହା : ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାଁନ୍ତି, ସମାନଙ୍କେ ପାଇଁ ଆମ୍ଭମାନେେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।
15 Porque nós somos para com Deus o bom perfume de Cristo, tanto nos que são salvos como nos que se perdem.
16 ଯେଉଁମାନେ ନଷ୍ଟ ହାଇେ ଯାଇଛନ୍ତି, ସମାନଙ୍କେ ଲାଗି ଆମ୍ଭମାନେେ ମୃତ୍ଯୁର ଦୁର୍ଗନ୍ଧ ସ୍ବରୂପ ଅଟୁ। କିନ୍ତୁ ଯେଉଁମାନେ ଉଦ୍ଧାର ପାଇଛନ୍ତି, ଆମ୍ଭେ ସମାନଙ୍କେ ଲାଗି ଜୀବନର ସୁଗନ୍ଧି ଅଟୁ। ଅତଏବ ପ୍ରଶ୍ନ ଏହା ଯେ, ଏହି କାମ କରିବା ପାଇଁ କିଏ ସମର୍ଥ ?
16 Para com estes, cheiro de morte para morte; para com aqueles, aroma de vida para vida. Quem, porém, é suficiente para estas coisas?
17 ଅନକେ ଯେପରି କରନ୍ତି, ସପରେି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ବରଙ୍କ ବାକ୍ଯ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ସାକ୍ଷାତ ରେ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯ କହୁ। ପରମେଶ୍ବରଙ୍କ ପ୍ ରରେିତ ଲୋକ ଭଳି କଥା କହୁ।
17 Porque nós não estamos, como tantos outros, mercadejando a palavra de Deus; antes, em Cristo é que falamos na presença de Deus, com sinceridade e da parte do próprio Deus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 2, comparar traduções ou montar um estudo — tudo direto pelo WhatsApp.