2 Coríntios 4
Oriya Bible (GL_ORIYA) vs VC
1 ପରମେଶ୍ବର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସବୋ କାର୍ୟ୍ଯ ଦଇେଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।
1 Por isso não desanimamos deste ministério que nos foi conferido por misericórdia.
2 ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।
2 Afastamos de nós todo procedimento fingido e vergonhoso. Não andamos com astúcia, nem falsificamos a palavra de Deus. Pela manifestação da verdade nós nos recomendamos à consciência de todos os homens, diante de Deus.
3 ସୁସମାଚାର ଯଦି ଆଚ୍ଛାଦିତ ହାଇେଥାଏ, ତବେେ ସହେି ଆଚ୍ଛାଦନ କବଳେ ସହେିମାନଙ୍କ ପାଇଁ ଯେଉଁମାନେ ବିନାଶ ମାର୍ଗ ରେ ରହିଛନ୍ତି।
3 Se o nosso Evangelho ainda estiver encoberto, está encoberto para aqueles que se perdem,
4 ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।
4 para os incrédulos, cujas inteligências o deus deste mundo obcecou a tal ponto que não percebem a luz do Evangelho, onde resplandece a glória de Cristo, que é a imagem de Deus.
5 ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ବରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଚାର କରୁ ନାହୁଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଚାର କରୁଛୁ। ନିଜ ବିଷୟ ରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସବେକ।
5 De fato, não nos pregamos, a nós mesmos, mas a Jesus Cristo, o Senhor. Quanto a nós, consideramo-nos servos vossos por amor de Jesus.
6 ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।
6 Porque Deus que disse: Das trevas brilhe a luz, é também aquele que fez brilhar a sua luz em nossos corações, para que irradiássemos o conhecimento do esplendor de Deus, que se reflete na face de Cristo.
7 ଆମ୍ଭେ ପରମେଶ୍ବରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କବଳେ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ୟ୍ଯ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ବରଙ୍କର ଅଟେ।
7 Porém, temos este tesouro em vasos de barro, para que transpareça claramente que este poder extraordinário provém de Deus e não de nós.
8 ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ଯା ଆମକୁ ଚାପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନକେ ସମୟରେ କ'ଣ କରିବାକୁ ହବେ ତାହା ଆମ୍ଭେ ଜାଣି ପାରୁନାହୁଁ।
8 Em tudo somos oprimidos, mas não sucumbimos. Vivemos em completa penúria, mas não desesperamos.
9 ଆମ୍ଭେ ନିର୍ୟାତିତ ହେଉଛୁ, କିନ୍ତୁ ପରମେଶ୍ବର ଆମ୍ଭକୁ ଛାଡ଼ି ଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହାଇେ ନାହୁଁ।
9 Somos perseguidos, mas não ficamos desamparados. Somos abatidos, mas não somos destruídos.
10 ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ଯୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ଯ ଆମ୍ଭ ଭିତ ରେ ପ୍ରକାଶିତ ହବେ।
10 Trazemos sempre em nosso corpo os traços da morte de Jesus para que também a vida de Jesus se manifeste em nosso corpo.
11 ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହତେୁ ଆମ୍ଭେ ସର୍ବଦା ମୃତ୍ଯୁ ସଙ୍କଟର ସମ୍ମୁଖୀନ ହେଉଛୁ। ୟଦ୍ଦ୍ବାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧିଅରେ ସ୍ପଷ୍ଟ ଭାବରେ ଦେଖି ପାରିବା।
11 Estando embora vivos, somos a toda hora entregues à morte por causa de Jesus, para que também a vida de Jesus apareça em nossa carne mortal.
12 ଅତଏବ ଆମ୍ଭ ଭିତ ରେ ମୃତ୍ଯୁ ଓ ତୁମ୍ଭମାନଙ୍କ ଭିତ ରେ ଜୀବନ ସକ୍ରିୟ ଅଟେ।
12 Assim em nós opera a morte, e em vós a vida.
13 ଶାସ୍ତ୍ର ରେ ଲଖାେଅଛି : ମୁଁ ବିଶ୍ବାସ କଲି, ଏଣୁ ସ୍ପଷ୍ଟ କହିଲି। ଆମ୍ଭର ବିଶ୍ବାସ ମଧ୍ଯ ସହେିଭଳି ଅଟେ। ଆମ୍ଭେ ବିଶ୍ବାସ କରୁ, ସେଥିପାଇଁ ଆମ୍ଭେ କହୁ।
13 Animados deste espírito de fé, conforme está escrito: Eu cri, por isto falei {Sl 115,1}, também nós cremos, e por isso falamos.
14 କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ପୁନରୁତ୍ଥିତ କଲେ, ସେ ଆମ୍ଭକୁ ମଧ୍ଯ ଯୀଶୁଙ୍କ ସହ ପୁନରୁତ୍ଥିତ କରିବେ।
14 Pois sabemos que aquele que ressuscitou o Senhor Jesus, nos ressuscitará também a nós com Jesus e nos fará comparecer diante dele convosco.
15 ସେ ଆମ୍ଭକୁ ମଧ୍ଯ ତୁମ୍ଭମାନଙ୍କ ସହିତ ନିଜ ସମ୍ମୁଖ ରେ ଠିଆ କରିବେ। ଏହି ବିଷୟକୁ ତୁମ୍ଭମାନଙ୍କ ପାଇଁ କରା ଯାଉଛି। ଏହାଦ୍ବାରା ଅନକେ ଲୋକ ଯେପରି ପରମେଶ୍ବରଙ୍କ ଅନୁଗ୍ରହ ପାଇ ପାରିବେ। ପରମେଶ୍ବରଙ୍କ ମହିମା ନିମନ୍ତେ ତାହାଙ୍କୁ ଅଧିକରୁ ଅଧିକ ଧନ୍ଯବାଦ ଅର୍ପଣ କରାୟିବ।
15 E tudo isso se faz por vossa causa, para que a graça se torne copiosa entre muitos e redunde o sentimento de gratidão, para glória de Deus.
16 ସେଥିପାଇଁ ଆମ୍ଭେ କବେେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ଯିକ ଶରୀର କ୍ଷୀଣ ହାଇେ ଯାଉଛି, କିନ୍ତୁ ଆମ୍ଭର ଅନ୍ତଃରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହାଇେ ଯାଉଅଛି।
16 É por isso que não desfalecemos. Ainda que exteriormente se desconjunte nosso homem exterior, nosso interior renova-se de dia para dia.
17 ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।
17 A nossa presente tribulação, momentânea e ligeira, nos proporciona um peso eterno de glória incomensurável.
18 ଆମ୍ଭର ଆଖି ଦୃଶ୍ଯ ବିଷୟଗୁଡ଼ିକ ଉପରେ ନ ରହି, ଅଦୃଶ୍ଯ ବିଷୟ ଉପରେ କନ୍େଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦଖାେ ଯାଉଛି, ତାହା ଅସ୍ଥାଯୀ, ଓ ଯାହା ଅଦୃଶ୍ଯ, ତାହା ସମ୍ପୂର୍ଣ୍ଣ ଚିରସ୍ଥାଯୀ।
18 Porque não miramos as coisas que se vêem, mas sim as que não se vêem . Pois as coisas que se vêem são temporais e as que não se vêem são eternas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 4, comparar traduções ou montar um estudo — tudo direto pelo WhatsApp.