2 Coríntios 5

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।
1 Porque sabemos que, se a nossa casa terrestre deste tabernáculo se desfizer, temos de Deus um edifício, uma casa não feita por mãos, eterna, nos céus.
2 ଏହା ସ୍ବର୍ଗ ରେ ସ୍ଥାପିତ ଚିରସ୍ଥାଯୀ ଗୃହ ଅଟେ। ଆମ୍ଭେ ଏହି ପୃଥିବୀର ଘରଟି ରେ ରହି ଥକି ଯାଇଛୁ। ଆମ୍ଭେ ଇଚ୍ଛା କରୁ ଯେ, ପରମେଶ୍ବର ଆମ୍ଭକୁ ଆମ୍ଭର ସ୍ବର୍ଗୀୟ ଘରଟି ଦିଅନ୍ତୁ।
2 Pois neste tabernáculo nós gememos, desejando muito ser revestidos da nossa habitação que é do céu,
3 ଏହି ଘରଟି ପାଇଲା ପରେ, ଏହା ଆମ୍ଭକୁ ଆବୃତ କରିବ, ଓ ଆମ୍ଭେ ଉଲଗ୍ନ ଦଖାେ ୟିବୁ ନାହିଁ।
3 se é que, estando vestidos, não formos achados nus.
4 ଏହି ଶରୀରରୂପ ତମ୍ବୁ ରେ ରହିଲା ବେଳେ ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ଅଭି ଯୋଗ କରୁ। ମାରେ କହିବା ଅର୍ଥ ନୁହେଁ ଯେ, ଆମ୍ଭେ ଏହି ତମ୍ବୁକୁ ଦୂର କରି ଦବୋ ପାଇଁ ଚାହୁଁ। କିନ୍ତୁ ଆମ୍ଭେ ସ୍ବର୍ଗୀୟ ଘର ଦ୍ବାରା ଆଚ୍ଛାଦିତ ହବୋକୁ ଇଚ୍ଛା କରୁ। ତା' ହେଲେ ଯାଇ ଏହି ମର ଶରୀର ସମ୍ପୂର୍ଣ୍ଣ ଭାବେ ଜୀବନ ଦ୍ବାରା ଘାଡ଼ୋଇ ହାଇେ ପାରିବ।
4 Porque, na verdade, nós, os que estamos neste tabernáculo, gememos oprimidos, porque não queremos ser despidos, mas sim revestidos, para que o mortal seja absorvido pela vida.
5 ପରମେଶ୍ବର ଆମ୍ଭକୁ ଏଥିପାଇଁ ପ୍ରସ୍ତୁତ କରିଛନ୍ତି, ଓ ସେ ଯାହା ପ୍ରତିଜ୍ଞା କରିଥିଲେ ତାହା ଆମ୍ଭକୁ ପ୍ରଦାନ କରିବେ ବୋଲି ଆତ୍ମା ଏଥିର ସାକ୍ଷ୍ଯ ଦିଏ।
5 Ora, quem para isto mesmo nos preparou foi Deus, o qual nos deu como penhor o Espírito.
6 ଅତଏବ ଆମ୍ଭର ପୂର୍ଣ୍ଣ ଆଶା ଅଛି। ଆମ୍ଭେ ଜାଣୁ ଯେ, ଯେପର୍ୟ୍ଯନ୍ତ ଆମ୍ଭେ ଏହି ଦହେ ରେ ଅଛୁ ସପେର୍ୟ୍ଯନ୍ତ ଆମ୍ଭେ ପ୍ରଭୁଙ୍କ ଠାରୁ ଦୂର ରେ ଅଛୁ।
6 Temos, portanto, sempre bom ânimo, sabendo que, enquanto estamos presentes no corpo, estamos ausentes do Senhor
7 ଆମ୍ଭେ ଯାହା ଦେଖୁ, ତା' ସାହାୟ୍ଯ ରେ ନୁହେଁ, ମାତ୍ର ବିଶ୍ବାସ ଦ୍ବାରା ପରିଚାଳିତ ହେଉ, ସେଥିପାଇଁ ମୁଁ କୁ ହେ ଯେ, ଆମ୍ଭମାନଙ୍କର ଆଶା ଅଛି।
7 {porque andamos por fé, e não por vista};
8 ଆମ୍ଭମାନେେ ଏହି ଶରୀରରୁ ଦୂରକୁ ୟିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହବୋକୁ ଅଧିକ ପସନ୍ଦ କରୁ।
8 temos bom ânimo, mas desejamos antes estar ausentes deste corpo, para estarmos presentes com o Senhor.
9 ଆମର ଏକମାତ୍ର ଉଦ୍ଦେଶ୍ଯ ପରମେଶ୍ବରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠା ରେ ବାହ୍ଯିକ ଶରୀର ଧାରଣ କରି ରହୁ ବା ସଠାେରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଚାହୁଁ।
9 Pelo que também nos esforçamos para ser-lhe agradáveis, quer presentes, quer ausentes.
10 ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।
10 Porque é necessário que todos nós sejamos manifestos diante do tribunal de Cristo, para que cada um receba o que fez por meio do corpo, segundo o que praticou, o bem ou o mal.
11 ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ'ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ଯ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉଁ। ପରମେଶ୍ବର ଜାଣନ୍ତି ଯେ, ଆମ୍ଭେ ପ୍ରକୃତ ରେ କ'ଣ ଓ ମୁଁ ଆଶା କରେ, ତୁମ୍ଭେ ମଧ୍ଯ ଆମ୍ଭର ପ୍ରକୃତ ପରିଚୟ ପାଇପାରିବ।
11 Portanto, conhecendo o temor do Senhor, procuramos persuadir os homens; mas, a Deus já somos manifestos, e espero que também nas vossas consciências sejamos manifestos.
12 ଆମ୍ଭେ ତୁମ୍ଭମାନଙ୍କ ଆଗ ରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭମାନେେ ଗର୍ବ ଅନୁଭବ କରି ପାରିବ। ତା' ହେଲେ ପ୍ରତ୍ଯକ୍ଷ ଦିଶୁଥିବା ବିଷୟଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭମାନେେ ଉତ୍ତର ଦଇେ ପାରିବ। ସେ ଲୋକମାନେ ଜଣକର ହୃଦୟ ରେ କ'ଣ ଅଛି, ତହିଁ ପାଇଁ ସମାନେେ ମନୋୟୋଗ କରନ୍ତି ନାହିଁ।
12 Não nos recomendamos outra vez a vós, mas damo-vos ocasião de vos gloriardes por nossa causa, a fim de que tenhais resposta para os que se gloriam na aparência, e não no coração.
13 ଆମ୍ଭେ ଯଦି ପାଗଳ, ତାହା ପରମେଶ୍ବରଙ୍କ ପାଇଁ।
13 Porque, se enlouquecemos, é para Deus; se conservamos o juízo, é para vós.
14 ଯଦି ଆମ୍ଭେ ଠିକ୍ ମନ ରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ ରମେ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।
14 Pois o amor de Cristo nos constrange, porque julgamos assim: se um morreu por todos, logo todos morreram;
15 ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ଯ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସମାନେେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ୟିଏ ମରି ଯାଇଥିଲେ ଓ ପୁନର୍ବାର ସମାନଙ୍କେ ପାଇଁ ଉଥିତ ହେଲେ, ସହେି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।
15 e ele morreu por todos, para que os que vivem não vivam mais para si, mas para aquele que por eles morreu e ressuscitou.
16 ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତ ରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ଯ ଜାଗତିକ ଦୃଷ୍ଟି ରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସପରେି ଭାବୁନାହୁଁ।
16 Por isso daqui por diante a ninguém conhecemos segundo a carne; e, ainda que tenhamos conhecido Cristo segundo a carne, contudo agora já não o conhecemos desse modo.
17 ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।
17 Pelo que, se alguém está em Cristo, nova criatura é; as coisas velhas já passaram; eis que tudo se fez novo.
18 ଏହି ସବୁ ବିଷୟ ପରମେଶ୍ବରଙ୍କ ଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ବରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାଯିତ୍ବ ଆମ୍ଭମାନଙ୍କୁ ଦଇେଛନ୍ତି।
18 Mas todas as coisas provêm de Deus, que nos reconciliou consigo mesmo por Cristo, e nos confiou o ministério da reconciliação;
19 ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।
19 pois que Deus estava em Cristo reconciliando consigo o mundo, não imputando aos homens as suas transgressões; e nos encarregou da palavra da reconciliação.
20 ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,
20 De sorte que somos embaixadores por Cristo, como se Deus por nós vos exortasse. Rogamo-vos, pois, por Cristo que vos reconcilieis com Deus.
21 ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।
21 Àquele que não conheceu pecado, Deus o fez pecado por nós; para que nele fôssemos feitos justiça de Deus.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Coríntios 5, comparar traduções ou montar um estudo — tudo direto pelo WhatsApp.