2 Coríntios 9
Oriya Bible (GL_ORIYA) vs VC
1 ପରମେଶ୍ବରଙ୍କ ଲୋକମାନଙ୍କ ପାଇଁ ଏହି ସବୋ ବିଷୟ ରେ ଏପରି ଲେଖିବା ମାେ ପାଇଁ ପ୍ରକୃତ ରେ ଆବଶ୍ଯକ ନୁହେଁ।
1 Com respeito ao auxílio a prestar aos irmãos, acho quase supérfluo continuar a escrever-vos.
2 ମୁଁ ଜାଣେ ଯେ, ତୁମ୍ଭମାନେେ ସାହାୟ୍ଯ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗ ରେ ଗର୍ବ ସହିତ ମୁଁ କୁ ହେ ଯେ, ଆଖାଯାର ଲୋକେ ଗତ ବର୍ଷ ଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହାଇେ ଦାନ ଦବୋ ପାଇଁ ପ୍ରସ୍ତୁତ ଅଛନ୍ତି।
2 Porquanto estou ciente de vossa boa vontade, que enalteço, para glória vossa, ante os macedônios, dizendo-lhes que a Acaia também está pronta desde o ano passado. O exemplo de vosso zelo tem estimulado a muitos.
3 କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ଯ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟ ରେ ଆମ୍ଭର ଯେଉଁ ଗର୍ବ ତାହା ବ୍ଯର୍ଥ ନ ହେଉ।
3 Eu, porém, vos enviei os nossos irmãos para que o louvor que dissemos a vosso respeito, neste particular, não se tornasse vão e para que, como tenho dito, estejais prevenidos.
4 ଯେପରି ମୁଁ ସମାନଙ୍କେୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଚା ହେଁ ତୁମ୍ଭମାନେେ ମଧ୍ଯ ପ୍ରସ୍ତୁତ ରୁହ। ଯଦି କେତକେ ଲୋକ ମାକିଦନିଆରୁ ମାେ ସହିତ ତୁମ୍ଭମାନଙ୍କ ପାଖ ରେ ପହଁଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠା ରେ ଆମ୍ଭର ବିଶ୍ବାସ ଥିବା ହତେୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭମାନେେ ମଧ୍ଯ ଲଜ୍ଜିତ ହବେ।
4 Eu temia que, se os macedônios fossem comigo e vós não estivésseis preparados, esta certeza redundasse para confusão nossa, para não dizer vossa.
5 ସେଥିପାଇଁ ମୁଁ ଭାବିଲି ଯେ, ତୁମ୍ଭମାନେେ ଆସିବା ପୂର୍ବରୁ ମୁଁ ସହେି ଭାଇମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ୟିବାପାଇଁ କହିବି। ତାହାହେଲେ ତୁମ୍ଭମାନେେ ଯେଉଁ ଦାନ ଦବୋପାଇଁ ପ୍ରତିଶ୍ରୁତି ଦଇେଥିଲ, ତାହା ସମାନେେ ପ୍ରସ୍ତୁତ କରି ରଖିବେ। ଆମ୍ଭେ ଆସିଲା ବେଳେ ସହେି ଦାନଗୁଡ଼ିକ ପ୍ରସ୍ତୁତ ଥିବ। ତୁମ୍ଭମାନଙ୍କ ଏହି ଦାନ ସ୍ବେଚ୍ଛାକୃତ ହେଉ, କୃପଣମୂଳକ ନ ହେଉ।
5 Por este motivo, julguei necessário rogar aos irmãos que nos precedessem junto de vós e preparassem em tempo a generosidade prometida. Assim, será verdadeiramente uma liberalidade, e não uma mesquinhez.
6 ଏହି କଥାଟି ମନେ ରଖ ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।
6 Convém lembrar: aquele que semeia pouco, pouco ceifará. Aquele que semeia em profusão, em profusão ceifará.
7 ପ୍ରେତ୍ୟକକ ଲୋକ ଆପଣା ହୃଦୟ ରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନ ରେ କୌଣସି ଦୁଃଖ ରଖି ବା ବାଧ୍ଯବାଧକତା ରେ ଦାନ ନ ଦେଉ, ଆନନ୍ଦିତ ମନ ରେ ଦାନ କରିଥିବା ଲୋକକୁ ପରମେଶ୍ବର ଭଲ ପାଆନ୍ତି।
7 Dê cada um conforme o impulso do seu coração, sem tristeza nem constrangimento. Deus ama o que dá com alegria.
8 ପରମେଶ୍ବର ତୁମ୍ଭମାନଙ୍କର ଆବଶ୍ଯକତା ଠାରୁ ଅଧିକ ଆଶୀର୍ବାଦ ଦଇେ ପାରିବେ। ତହିଁରେ ତୁମ୍ଭମାନେେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରେତ୍ୟକକ ଭଲ କାମ କରିବା ପାଇଁ ଦାନ ଦବୋକୁ ତୁମ୍ଭମାନଙ୍କ ପାଖ ରେ ପ୍ରଚୁର ଥିବ।
8 Poderoso é Deus para cumular-vos com toda a espécie de benefícios, para que tendo sempre e em todas as coisas o necessário, vos sobre ainda muito para toda espécie de boas obras.
9 ଶାସ୍ତ୍ର ରେ ଏହା ଲଖାେ ଅଛି :
9 Como está escrito: Espalhou, deu aos pobres, a sua justiça subsiste para sempre {Sl 111,9}.
10 ପରମେଶ୍ବର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହବୋକୁ ଦବେେ।
10 Aquele que dá a semente ao semeador e o pão para comer, vos dará rica sementeira e aumentará os frutos da vossa justiça.
11 ପରମେଶ୍ବର ତୁମ୍ଭମାନଙ୍କୁ ପ୍ରେତ୍ୟକକ ବିଷୟ ରେ ଧନୀ କରିବେ, ଫଳ ସ୍ବରୂପ ତୁମ୍ଭମାନେେ ସବୁବେଳେ ଉଦାର ମନ ରେ ଦାନ ଦଇେ ପାରିବ। ଆମ୍ଭ ମାଧ୍ଯମ ରେ ତୁମ୍ଭମାନଙ୍କର ଦାନ ପାଇଁ ପରମେଶ୍ବରଙ୍କୁ ଲୋକେ ଧନ୍ଯବାଦ ଦବେେ।
11 Assim, enriquecidos em todas as coisas, podereis exercer toda espécie de generosidade que, por nosso intermédio, será ocasião de agradecer a Deus.
12 ଏହି ସବୋ ଯେଉଁଥି ରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା'ଦ୍ବାରା କବଳେ ଯେ ସାଧୁ ମାନଙ୍କର ଆବଶ୍ଯକତା ପୂରଣ ହୁଏ, ତା' ନୁହେଁ ବରଂ ପରମେଶ୍ବରଙ୍କ ପ୍ରତି ହୃଦୟ ଧନ୍ଯବାଦ ରେ ଉଚ୍ଛୁଳି ଉେଠ।
12 Realmente, o serviço desta obra de caridade não só provê as necessidades dos irmãos, mas é também uma abundante fonte de ações de graças a Deus.
13 ତୁମ୍ଭମାନଙ୍କର ଏହି ସବୋ ତୁମ୍ଭମାନଙ୍କର ବିଶ୍ବାସର ପ୍ରମାଣ ଅଟେ। ଏହା ଦ୍ବାରା ଲୋକେ ପରମେଶ୍ବରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭମାନେେ ଯେ କବଳେ ବିଶ୍ବାସକୁ ସ୍ବୀକାର କରୁଛ ତା ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ଯବହାରିକ ସୁସମାଚାରକୁ ଅନୁସରଣ କରୁଛ। ତୁମ୍ଭମାନେେ ସମାନଙ୍କେ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ବରଙ୍କ ପ୍ରଶଂସା କରିବେ।
13 Pois, ao reconhecer a experimentada virtude que esta assistência revela da vossa parte, eles glorificam a Deus pela obediência que professais relativamente ao Evangelho de Cristo e pela generosidade de vossas esmolas em favor deles e em favor de todos.
14 ଯେତବେେଳେ ସମାନେେ ପ୍ରାର୍ଥନା କରିବେ, ସେତବେେଳେ ସମାନେେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ବରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହତେୁରୁ ସମାନେେ ଏପରି ଅନୁଭବ କରିବେ।
14 Além disso, eles oram por vós e vos dedicam a mais terna afeição em vista da eminente graça que Deus vos fez.
15 ଆଶ୍ଚର୍ୟ୍ଯଜନକ ଓ ଅବର୍ଣ୍ଣନୀୟ ଏହି ଅନୁଗ୍ରହ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉ।
15 Graças sejam dadas a Deus pelo seu dom inefável!
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 9, comparar traduções ou montar um estudo — tudo direto pelo WhatsApp.