2 Crônicas 16

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ଆସା ରାଜା ହବୋର ଛତିଶ୍ତମ ବର୍ଷ ରେ, ବାଶା ଯିହୁଦା ଦେଶକୁ ଆକଅମଣ କଲେ। ବାଶା ଇଶ୍ରାୟେଲର ରାଜା ଥିଲେ। ସେ ରାମା ସହରକୁ ଗଲେ ଓ ତାହାକୁ ଏକ ଦୁର୍ଗ ରେ ପରିଣତ କଲେ। ଯିହୁଦାର ରାଜା ଆସାଙ୍କ ନିକଟକୁ ୟିବା ଆସିବା କରୁଥିବା ଲୋକମାନଙ୍କୁ ସ୍ଥଗିତ କରାଇବାର ଏକ ସ୍ଥାନରୂପେ ବାଶା ରାମା ସହରକୁ ବ୍ଯବହାର କଲେ।
1 No trigésimo sexto ano do reinado de Asa, Baasa, rei de Israel, invadiu Judá e começou a edificar a cidade de Ramá, para impedir a entrada e a saída do território de Asa, rei de Judá.
2 ଆସା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରୁ ରୂପା ଓ ସୁନାସବୁ ଆଣିଲେ। ଆଉ ସେ ରାଜାଙ୍କର ଗୃହ ମଧିଅରେ ଥିବା ରୂପା ଓ ସୁନାସବୁ ଆଣିଲେ। ଏହାପରେ ଆସା ବିନ୍ହଦଦ୍ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ବିନ୍ହଦଦ୍ ଅରାମ୍ର ରାଜା ଥିଲେ ଓ ସେ ଦମ୍ମେଶକ ସହର ରେ ବାସ କରୁଥିଲେ। ଆସାଙ୍କ ବାର୍ତ୍ତା ଥିଲା :
2 Então Asa tirou prata e ouro dos tesouros da Casa do Senhor e dos tesouros do palácio real e enviou servos a Ben-Hadade, rei da Síria, que morava em Damasco, dizendo:
3 ତୁମ୍ଭର ପିତା ଓ ମାରେ ପିତାଙ୍କ ମଧିଅରେ ଯେପରି ଚୁକ୍ତି ସ୍ବାକ୍ଷର ହାଇେଥିଲା, ଆମ୍ଭ ମଧିଅରେ ମଧ୍ଯ ସହେିଭଳି ଚୁକ୍ତି ହେଉ। ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଉଛି। ବର୍ତ୍ତମାନ ତୁମ୍ଭେ ଇଶ୍ରାୟେଲର ରାଜା ବାଶା ସହିତ ତୁମ୍ଭର ଚୁକ୍ତି ଭଙ୍ଗ କର, ତବେେ ସେ ମାେତେ ଏକା ଛାଡ଼ି ଚାଲିୟିବ ଓ ମାେତେ ଆଉ ବ୍ଯସ୍ତ କରିବ ନାହିଁ।
3 — Que haja uma aliança entre mim e você, como houve entre o meu pai e o seu pai. Eis que estou lhe enviando prata e ouro. Vá e anule a sua aliança com Baasa, rei de Israel, para que ele se retire do meu território.
4 ବିନ୍ହଦଦ ରାଜା ଆସାଙ୍କ ସହିତ ସମ୍ମତ ହେଲେ। ଇଶ୍ରାୟେଲର ସହରଗୁଡ଼ିକ ଉପରେ ଆକ୍ରମଣ କରିବା ନିମନ୍ତେ ବିନ୍ହଦଦ୍ ତାଙ୍କ ସୈନ୍ଯଦଳର ସନୋପତିମାନଙ୍କୁ ପଠାଇଲେ। ସହେି ସନୋପତିମାନେ ଇୟୋନ, ଦାନ ଓ ଆବଲମେଯିମ୍ ସହରଗୁଡ଼ିକ ଉପରେ ଆକ୍ରମଣ କଲେ। ସମାନେେ ନପ୍ତାଲି ଅଞ୍ଚଳର ସମସ୍ତ ସହରଗୁଡ଼ିକ ଉପରେ ମଧ୍ଯ ଆକ୍ରମଣ କଲେ, ଯେଉଁଠା ରେ ଜିନିଷ ଠୁଳ କରି ରଖାୟାଇଥିଲା।
4 Ben-Hadade deu ouvidos ao rei Asa e enviou os capitães dos seus exércitos contra as cidades de Israel. Eles conquistaram Ijom, Dã, Abel-Maim e todas as cidades-armazéns de Naftali.
5 ବାଶା ଇଶ୍ରାୟେଲର ଏହି ସହରଗୁଡ଼ିକ ଉପରେ ଆକ୍ରମଣର ଖବର ଶୁଣିଲା। ତେଣୁ ସେ ରାମା ସହରକୁ ଏକ ଦୁର୍ଗ ରେ ପରିଣତ କରିବା କାର୍ୟ୍ଯ ବନ୍ଦ କଲା ଏବଂ ସେ ନିଜ ରାଜ୍ଯକୁ ଫରେିଗଲା।
5 Quando Baasa soube disso, deixou de edificar Ramá e não continuou a sua obra.
6 ଏହାପରେ ରାଜା ଆସା ଯିହୁଦାର ସମସ୍ତ ଲୋକଙ୍କୁ ଏକତ୍ର ଡାକିଲେ। ସମାନେେ ରାମା ସହରକୁ ଗଲେ ଓ ବାଶା ଦୁର୍ଗ ନିର୍ମାଣ କରିବା ନିମନ୍ତେ ଯେଉଁ ପ୍ରସ୍ତର ଓ କାଷ୍ଠ ବ୍ଯବହାର କରୁଥିଲା, ତାହା ନଇଗେଲେ। ଆସା ଓ ଯିହୁଦାର ଲୋକମାନେ ଗବୋ ଓ ମିମ୍ଫା ସହରକୁ ଆହୁରି ଦୃଢ଼ କରିବା ନିମନ୍ତେ ସହେି ପ୍ରସ୍ତର ଓ କାଷ୍ଠଗୁଡ଼ିକୁ ବ୍ଯବହାର କଲେ।
6 Então o rei Asa reuniu todo o povo de Judá, e trouxeram de Ramá as pedras e a madeira que Baasa havia usado para edificá-la. Com elas Asa edificou Geba e Mispa.
7 ସହେି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାୟ୍ଯ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେ ହତେୁ ତୁମ୍ଭେ ସାହାୟ୍ଯ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ଯଦଳ ତୁମ୍ଭଠାରୁ ଖସି ପଳାଇଗଲେ।
7 Naquele tempo, o vidente Hanani foi falar com Asa, rei de Judá, e lhe disse: — Você confiou no rei da Síria e não confiou no
8 କୂଶୀଯ ଓ ଲବେୀୟମାନଙ୍କର ଏକ ଅତି ବୃହତ୍ ଓ ପରାକ୍ରମୀ ସୈନ୍ଯଦଳ ଥିଲା। ସମାନଙ୍କେର ଅନକେ ରଥ ଓ ରଥଚାଳକମାନେ ଥିଲେ। କିନ୍ତୁ ଆସା, ତୁମ୍ଭେ ସାହାୟ୍ଯ ନିମନ୍ତେ ଓ ସହେି ବୃହତ୍ ପରାକ୍ରମୀ ସୈନ୍ଯଦଳକୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ, ଆଉ ସଦାପ୍ରଭୁ ସମାନଙ୍କେୁ ପରାସ୍ତ କରିବା ନିମନ୍ତେ ତୁମ୍ଭକୁ ସାହାୟ୍ଯ କଲେ।
8 Não é verdade que os etíopes e os líbios formavam um grande exército, com muitos carros de guerra e cavaleiros? Mas, porque você confiou no Senhor , ele os entregou nas suas mãos.
9 ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।
9 Porque, quanto ao Senhor , os seus olhos passam por toda a terra, para dar força àqueles cujo coração é totalmente dele. Nisto você cometeu uma loucura. Por isso, de agora em diante haverá guerras contra você.
10 ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କୋର୍ଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳା ରେ ନିକ୍ଷପେ କଲେ। ସହେି ସମୟରେ ଆସା ଆଉ କେତଜେଣ ବ୍ଯକ୍ତିଙ୍କ ପ୍ରତି ମଧ୍ଯ ନିଷ୍ଠୁର ଥିଲେ।
10 Porém Asa se indignou contra o profeta e o lançou na prisão, porque estava enfurecido contra ele por causa disso. Na mesma ocasião, Asa oprimiu alguns do povo.
11 ଆସା ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ରାଜଗଣଙ୍କର ଇତିହାସ ପୁସ୍ତକରେ ଲଖାେ ୟାଇଅଛି।
11 Eis que os demais atos de Asa, tanto os primeiros como os últimos, está tudo escrito no Livro da História dos Reis de Judá e de Israel.
12 ଆସାଙ୍କ ରାଜତ୍ବର ଅଣଚାଳିଶତମ ବର୍ଷ ରେ ତାଙ୍କର ପାଦଦ୍ବଯ ରୋଗଗ୍ରସ୍ତ ହାଇେ ପଡ଼ିଲା। ତାଙ୍କର ରୋଗ ଅତ୍ଯନ୍ତ ଭୟଙ୍କର ହାଇେ ପଡ଼ିଲା, କିନ୍ତୁ ସେ ସଦାପ୍ରଭୁଙ୍କଠାରୁ ସାହାୟ୍ଯ ଲୋଡ଼ିଲେ ନାହିଁ। ଆସା ଡ଼ାକ୍ତରମାନଙ୍କର ସାହାୟ୍ଯ ଲୋଡ଼ିଲେ।
12 No trigésimo nono ano do seu reinado, Asa contraiu uma doença nos pés, e essa doença era muito grave. Porém, na sua enfermidade ele não recorreu ao Senhor , mas confiou nos médicos.
13 ଆସା ତାଙ୍କର ରାଜତ୍ବର ଏକଚାଳିଶତମ ବର୍ଷ ରେ ମୃତ୍ଯୁବରଣ କଲେ। ଆଉ ଆସା ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ପାଇଲେ।
13 Asa morreu no quadragésimo primeiro ano do seu reinado.
14 ଆସା ଦାଉଦଙ୍କ ନଗର ରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସହେି ସମାଧି ରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶୟ୍ଯା ରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତର ରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦବୋ ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।
14 Foi sepultado no túmulo que ele tinha mandado abrir para si na Cidade de Davi. Puseram-no sobre um leito cheio de perfumes e de várias especiarias, preparados segundo a arte dos perfumistas. Depois fizeram uma grande fogueira em honra dele.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Crônicas 16, comparar traduções ou montar um estudo — tudo direto pelo WhatsApp.