2 Crônicas 24
Oriya Bible (GL_ORIYA) vs NVI
1 ଯୋୟାଶ୍ ରାଜା ହବୋ ସମୟରେ ସାତବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଚାଳିଶ ବର୍ଷ ରାଜତ୍ବ କଲେ। ତାଙ୍କ ମାତାଙ୍କର ନାମ ଥିଲ ସିବିଯା। ସିବିଯା ବରେ ସବୋ ସହରରୁ ଆସିଥିଲେ।
1 Joás tinha sete anos de idade quando se tornou rei, e reinou quarenta anos em Jerusalém. O nome de sua mãe era Zíbia; ela era de Berseba.
2 ଯାଜକ ୟିହୋଯାଦା ଜୀବିତ ଥିବା ପର୍ୟ୍ଯନ୍ତ ଯୋୟାଶ୍ ଯଥାର୍ଥ କର୍ମ କଲେ।
2 Joás fez o que o Senhor aprova enquanto viveu o sacerdote Joiada.
3 ୟିହୋଯାଦା ୟୋଯାଶ୍ଙ୍କ ନିମନ୍ତେ ଦୁଇଜଣ ସ୍ତ୍ରୀ ବାଛିଲେ। ଯୋୟାଶ୍ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ ଦେଲେ।
3 Joiada escolheu para ele duas mulheres, e ele teve filhos e filhas.
4 ପରେ, ଯୋୟାଶ୍ ସଦାପ୍ରଭୁଙ୍କ ମନ୍ଦିରକୁ ପୁନଃନିର୍ମାଣ କରିବା ନିମନ୍ତେ ନିଷ୍ପତ୍ତି ନେଲେ।
4 Algum tempo depois Joás decidiu fazer reparos no templo do Senhor.
5 ଯୋୟାଶ୍ ଯାଜକ ଓ ଲବେୀୟମାନଙ୍କୁ ଏକତ୍ରୀତ କଲେ। ସେ ସମାନଙ୍କେୁ କହିଲେ, ଯିହୁଦାର ସହରଗୁଡ଼ିକୁ ୟାଅ ଓ ଇଶ୍ରାୟେଲର ଲୋକମାନେ ପ୍ରତିବର୍ଷ ଯେଉଁ ଅର୍ଥ ଦିଅନ୍ତି, ତାହାକୁ ଠୁଳ କର। ତୁମ୍ଭମାନଙ୍କର ପରମେଶ୍ବରଙ୍କ ମନ୍ଦିରକୁ ପୁନଃନିର୍ମିତ କରିବା ନିମନ୍ତେ ସହେି ଅର୍ଥକୁ ବ୍ଯବହାର କର। ଶୀଘ୍ର ୟାଅ ଓ ଏହି କାର୍ୟ୍ଯ କର। କିନ୍ତୁ ଲବେୀୟମାନେ ଚଞ୍ଚଳ ହେଲେ ନାହିଁ।
5 Ele reuniu os sacerdotes e os levitas e lhes disse: "Vão às cidades de Judá e recolham o imposto devido anualmente por todo o Israel, para fazer reparos no templo de seu Deus. Vão agora mesmo! " Os levitas, porém, não agiram imediatamente.
6 ତେଣୁ ରାଜ ଯୋୟାଶ୍ ମୁଖ୍ଯଯାଜକ ଯିହାୟୋଦାରଦାଙ୍କୁ ଡ଼କାଇଲେ। ରାଜା କହିଲେ, ଯିହାୟୋଦାରଦା, ଯିହୁଦା ଓ ୟିରୁଶାଲମରୁ ସଂଗୃହିତ ଖଜଣା ଆଣିବାକୁ ତୁମ୍ଭେ କାହିଁକି ଲବେୀୟମାନଙ୍କୁ ପଠାଉ ନାହିଁ ? ସଦାପ୍ରଭୁଙ୍କ ଦାସ ମାଶାେ ଓ ଇଶ୍ରାୟେଲର ଲୋକମାନେ ସହେି ଖଜଣାକୁ ପବିତ୍ର ତମ୍ବୁ ନିମନ୍ତେ ବ୍ଯବହାର କରୁଥିଲେ।
6 Por isso, o rei convocou Joiada, o sumo sacerdote, e lhe perguntou: "Por que você não exigiu que os levitas trouxessem de Judá e de Jerusalém o imposto determinado por Moisés, servo do Senhor, e pela assembléia de Israel para a tenda da arca da aliança? "
7 ଅତୀତ ରେ, ଅଥଲିଯାଙ୍କ ପୁତ୍ରମାନେ ପରମେଶ୍ବରଙ୍କ ମନ୍ଦିର ଭାଙ୍ଗି ଭିତ ରେ ପ୍ରବେଶ କରିଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପବିତ୍ର ସାମଗ୍ରୀଗୁଡ଼ିକୁ ସମାନେେ ବାଲ୍-ଦବଗେଣର ପୂଜା କରିବା ନିମନ୍ତେ ବ୍ଯବହାର କରିଥିଲେ। ଅଥଲିଯା ଜଣେ ଅତି ଦୁଷ୍ଟା ସ୍ତ୍ରୀ ଥିଲେ।
7 De fato, Atalia, aquela mulher ímpia, e os seus filhos tinham arrombado o templo de Deus e tinham até usado os seus objetos sagrados para cultuar os baalins.
8 ରାଜା ଯୋୟାଶ୍ ଏକ ବାକ୍ସ ନିର୍ମାଣ କରିବାକୁ ଓ ସଦାପ୍ରଭୁଙ୍କ ମନ୍ଦିର ଦ୍ବାରର ବାହାର ପାଶର୍ବ ରେ ରଖିବାକୁ ଆଦେଶ ଦେଲେ।
8 Então, por ordem do rei, fizeram uma caixa e a colocaram do lado de fora, à entrada do templo do Senhor.
9 ଏହାପରେ ଲବେୀୟମାନେ ଯିହୁଦା ଓ ୟିରୁଶାଲମ ରେ ଏକ ଘୋଷଣା କଲେ। ସମାନେେ ସଦାପ୍ରଭୁଙ୍କ ନିମନ୍ତେ ଖଜଣା ଦବୋକୁ ଲୋକମାନଙ୍କୁ କହିଲେ। ଇଶ୍ରାୟେଲର ଲୋକମାନେ ମରଭୂମିରେ ଥିବା ସମୟରେ ପରମେଶ୍ବରଙ୍କ ଦାସ ମାଶାେ ସମାନଙ୍କେୁ ଖଜଣା ଦବୋକୁ କହିଥିଲେ।
9 Fez-se então uma proclamação em Judá e em Jerusalém para que trouxessem ao Senhor o imposto que Moisés, servo do Senhor, havia exigido de Israel no deserto.
10 ସବୁ ନେତା ଓ ଲୋକମାନେ ଆନନ୍ଦିତ ହେଲେ। ସମାନେେ ସମାନଙ୍କେର ଟଙ୍କା ଆଣି ସହେି ବାକ୍ସ ରେ ପକାଇଲେ। ବାକ୍ସଟି ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ସମାନେେ ଦାନ ଦବୋକୁ ଲାଗିଲେ।
10 Todos os líderes e todo o povo trouxeram com alegria as suas contribuições, colocando-as na caixa até enchê-la.
11 ଏହାପରେ ଲବେୀୟମାନେ ସହେି ବାକ୍ସକୁ ରାଜାଙ୍କର ପଦାଧିକାରୀମାନଙ୍କ ନିକଟକୁ ନଇଗେଲେ। ସମାନେେ ଦେଖିଲେ ଯେ, ସହେି ବାକ୍ସ ଟଙ୍କା ରେ ପୂର୍ଣ୍ଣ ହାଇେଥିଲା। ରାଜାଙ୍କ ସଚିବ ଓ ମୁଖ୍ଯ ଯାଜକଙ୍କ ପଦାଧିକାରୀମାନେ ଆସିଲେ ଓ ବାକ୍ସରୁ ଟଙ୍କାତକ କାଢ଼ି ନେଲେ। ଏହାପରେ ସମାନେେ ସହେି ବାକ୍ସରୁ ପୁନର୍ବାର ତାହାର ସ୍ଥାନ ରେ ରଖି ଦେଲେ। ପ୍ରତିଦିନ ସମାନେେ ଏହିପରି କଲେ ଓ ପ୍ରଚୁର ଟଙ୍କା ଜମା କଲେ।
11 Sempre que os levitas levavam a caixa até os supervisores do rei, e esses viam que havia muita prata, o secretário real e o oficial do sumo sacerdote esvaziavam-na e a levavam de volta. Fazendo isso regularmente, ajuntaram uma grande quantidade de prata.
12 ଏହାପରେ ରାଜା ଯୋୟାଶ୍ ଓ ଯିହାୟୋଦାରଦା ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଲୋକମାନଙ୍କୁ ସହେି ଟଙ୍କା ଦେଲେ। ଆଉ ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଲୋକମାନେ ଦକ୍ଷ କାଷ୍ଠ ଖାଦେନକାରୀ ଓ ବଢ଼ଇମାନଙ୍କେୁ ପାରିଶ୍ରମିକ ଦଇେ ନୁୟୁକ୍ତ କଲେ। ଆଉ ଯେଉଁମାନେ ଲୁହା ଓ ପିତ୍ତଳର କାର୍ୟ୍ଯ ଜାଣିଥିଲେ, ସମାନେେ ସମାନଙ୍କେୁ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ୟ୍ଯ ରେ ପାରିଶ୍ରମିକ ଦଇେ ନିୟୁକ୍ତ କଲେ।
12 O rei e Joiada entregavam essa prata aos homens que executavam os trabalhos necessários no templo do Senhor. Eles contratavam pedreiros, carpinteiros e também operários que trabalham em ferro e em bronze para restaurarem o templo do Senhor.
13 ଯେଉଁ ବ୍ଯକ୍ତିମାନେ ତତ୍ତ୍ବାବଧାନ କାର୍ୟ୍ଯ କରୁଥିଲେ, ସମାନେେ ଅତି ବିଶ୍ବସ୍ତ ଥିଲେ। ସଦାପ୍ରଭୁଙ୍କ ପୁନଃନିର୍ମାଣ କାର୍ୟ୍ଯ ସଫଳ ହେଲା। ପରମେଶ୍ବରଙ୍କ ମନ୍ଦିର ପୂର୍ବରୁ ଯେଉଁପରି ଥିଲା, ସମାନେେ ତାହାକୁ ସେପ୍ରକାର ନିର୍ମାଣ କଲେ ଓ ସମାନେେ ତାହାକୁ ଆହୁରି ତୁଚ୍ଛ କଲେ।
13 Os homens encarregados do trabalho eram diligentes, o que garantiu o progresso da obra de reforma. Eles reconstruíram o templo de Deus de acordo com o modelo original e o reforçaram.
14 ଯେତବେେଳେ ଶ୍ରମିକମାନଙ୍କର କାର୍ୟ୍ଯ ସମାପ୍ତ ହେଲା, ସମାନେେ ବଳିଥିବା ଟଙ୍କାକୁ ରାଜା ଯୋୟାଶ୍ ଓ ଯିହାୟୋଦାରଦାଙ୍କ ନିକଟକୁ ଆଣିଲେ। ସମାନେେ ସହେି ଟଙ୍କାକୁ ସଦାପ୍ରଭୁଙ୍କ ମନ୍ଦିରର ସାମଗ୍ରୀ ନିର୍ମାଣ କରିବା ରେ ବ୍ଯବହାର କଲେ। ସହେି ସାମଗ୍ରୀଗୁଡ଼ିକ ମନ୍ଦିରର ସବୋକାର୍ୟ୍ଯ ଓ ନବୈେଦ୍ଯ ହାମବେଳି ଉପହାର ଉତ୍ସର୍ଗ କରିବା ପାଇଁ ବ୍ଯବହୃତ ହେଲା। ସମାନେେ ସୁନା ଓ ରୂପାରୁ ପାତ୍ରମାନ ଓ ଅନ୍ଯାନ୍ଯ ସାମଗ୍ରୀ ନିର୍ମାଣ କଲେ। ଯିହାୟୋଦାରଦା ଜୀବିତ ଥିବା ପର୍ୟ୍ଯନ୍ତ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରତିଦିନ ହାମବେଳି ଉପହାରମାନ ଉତ୍ସର୍ଗ କଲେ।
14 Quando terminaram, trouxeram o restante da prata ao rei e a Joiada, e com ela foram feitos utensílios para o templo do Senhor; utensílios para o serviço e para os holocaustos, além de tigelas e outros objetos de ouro e prata. Enquanto Joiada viveu, holocaustos foram apresentados continuamente no templo do Senhor.
15 ଯିହାୟୋଦାରଦା ବୃଦ୍ଧ ହେଲେ। ସେ ଦୀର୍ଘଜୀବି ଥିଲେ, ତା'ପରେ ସେ ମୃତ୍ଯୁବରଣ କଲେ। ଯିହାୟୋଦାରଦା 130 ବର୍ଷ ବଯସ ରେ ମୃତ୍ଯୁବରଣ କଲେ।
15 Joiada chegou à idade avançada, e morreu com cento e trinta anos.
16 ଲୋକମାନେ ୟିହୋଯାଦାଙ୍କୁ ଦାଉଦଙ୍କ ନଗର ରେ, ଯେଉଁଠା ରେ ରାଜାମାନେ କବରପ୍ରାପ୍ତ ହାଇେଛନ୍ତି, ସହେିଠା ରେ କବର ଦେଲେ। ଲୋକମାନେ ସହେି ସ୍ଥାନ ରେ ୟିହୋଯାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳ ରେ ଇଶ୍ରାୟେଲ ମଧିଅରେ ପରମେଶ୍ବରଙ୍କ ନିମନ୍ତେ ଓ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ।
16 Ele foi sepultado com os reis na cidade de Davi, em atenção ao bem que havia feito em Israel em favor de Deus e do seu templo.
17 ଯିହାୟୋଦାରଦାଙ୍କ ମୃତ୍ଯୁ ପରେ, ଯିହୁଦାର ନେତାମାନେ ଆସିଲେ ଓ ରାଜା ୟୋଯାଶ୍ଙ୍କ ସମ୍ମୁଖ ରେ ପ୍ରଣିପାତ କଲେ। ରାଜା ସହେି ନେତାମାନଙ୍କର କଥା ଶୁଣିଲେ।
17 Depois da morte de Joiada, os líderes de Judá foram falar com o rei e lhe prestaram reverências, e ele aceitou o que disseram.
18 ରାଜା ଓ ସହେି ନେତାମାନେ ସଦାପ୍ରଭୁ ପରମେଶ୍ବରଙ୍କର ମନ୍ଦିରକୁ ଅଗ୍ରାହ୍ଯ କଲେ। ସମାନଙ୍କେର ପୂର୍ବପୁରୁଷମାନେ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗମନ କରିଥିଲେ। ସମାନେେ ଆଶରୋ ସ୍ତମ୍ଭ ଓ ଅନ୍ୟ ମୂର୍ତ୍ତିଗୁଡ଼ିକୁ ପୂଜା କଲେ। ପରମେଶ୍ବର ଯିହୁଦାର ଓ ୟିରୁଶାଲମର ଲୋକମାନଙ୍କ ଉପରେ କୋର୍ଧ କଲେ, କାରଣ ରାଜା ଓ ସହେି ନେତାମାନେ ଦୋଷୀ ଥିଲେ।
18 Então abandonaram o templo do Senhor, o Deus dos seus antepassados, e prestaram culto aos postes sagrados e aos ídolos. Por culpa deles, a ira de Deus veio sobre Judá e Jerusalém.
19 ଲୋକମାନଙ୍କୁ ସଦାପ୍ରଭୁଙ୍କ ପ୍ରତି ଫରୋଇ ଆଣିବାକୁ ପରମେଶ୍ବର ସମାନଙ୍କେ ନିକଟକୁ ଭବିଷ୍ଯତ୍ବକ୍ତାମାନଙ୍କୁ ପ୍ ରରଣେ କଲେ। ଭବିଷ୍ଯତ୍ବକ୍ତାମାନେ ଲୋକମାନଙ୍କୁ ସାବଧାନ କରାଇ ଦେଲେ। କିନ୍ତୁ ଲୋକମାନେ ଶୁଣିବାକୁ ମନା କଲେ।
19 Embora o Senhor tivesse enviado profetas ao povo para trazê-los de volta para ele e os profetas tivessem testemunhado contra eles, o povo não quis ouvi-los.
20 ପରମେଶ୍ବରଙ୍କର ଆତ୍ମା ଜିଖରିଯଙ୍କ ଉପରେ ଅବତରଣ କଲେ। ଯିହାୟୋଦାରଦା ଯାଜକ ଜିଖରିଯଙ୍କ ପିତା ଥିଲେ। ଜିଖରିଯ ଲୋକମାନଙ୍କ ସମ୍ମୁଖ ରେ ଛିଡ଼ା ହେଲେ ଓ କହିଲେ, ପରମେଶ୍ବର ଏହା କହନ୍ତି : ତୁମ୍ଭମାନେେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାର ବାଧ୍ଯ ହବୋ ନିମନ୍ତେ ଅଗ୍ରାହ୍ଯ କରୁଛ ? ତୁମ୍ଭମାନେେ କୃତକାର୍ୟ୍ଯ ହବେ ନାହିଁ। ତୁମ୍ଭମାନେେ ସଦାପ୍ରଭୁଙ୍କୁ ତ୍ଯାଗ କରିଅଛ। ତେଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତ୍ଯାଗ କରିଅଛନ୍ତି !'
20 Então o Espírito de Deus apoderou-se de Zacarias, filho do sacerdote Joiada. Ele se colocou diante do povo e disse: "Isto é o que Deus diz: ‘Por que vocês desobedecem aos mandamentos do Senhor? Vocês não prosperarão. Já que abandonaram o Senhor, ele os abandonará’ ".
21 କିନ୍ତୁ ଲୋକମାନେ ଜିଖରିଯଙ୍କ ବିରୁଦ୍ଧ ରେ ମନ୍ତ୍ରଣା କଲେ । ଜିଖରିଯଙ୍କୁ ବଧ କରିବା ନିମନ୍ତେ ରାଜା ଆଦେଶ ଦେଲେ, ତେଣୁ ମୃତ୍ଯୁ ହବୋ ପର୍ୟ୍ଯନ୍ତ ସମାନେେ ତାଙ୍କ ଆଡ଼କୁ ପଥର ଫୋପାଡ଼ିଲେ। ସଦାପ୍ରଭୁଙ୍କର ମନ୍ଦିର ପ୍ରାଙ୍ଗଣ ମଧିଅରେ ଲୋକମାନେ ଏହା କଲେ।
21 Mas, alguns conspiraram contra ele e, por ordem do rei, apedrejaram-no até à morte no pátio do templo do Senhor.
22 ରାଜା ୟୋଯାଶ୍ଙ୍କ ପ୍ରତି ଯିହାୟୋଦାରଦା ଯେଉଁ ଦୟା କରିଥିଲେ, ତାହାକୁ ସ୍ମରଣ କଲେ ନାହିଁ। ଯିହାୟୋଦାରଦା ଜିଖରିଯଙ୍କ ପିତା ଥିଲେ। କିନ୍ତୁ ଯୋୟାଶ୍, ଯିହାୟୋଦାରଦାଙ୍କ ପୁତ୍ର ଜିଖରିଯଙ୍କୁ ହତ୍ଯା କଲେ। ଜିଖରିଯ ମୃତ୍ଯୁ ଭୋଗ କରିବା ପୂର୍ବରୁ ଏହିକଥା କହିଲେ, ତୁମ୍ଭମାନେେ ଯାହା କହୁଅଛ, ସଦାପ୍ରଭୁ ତାହା ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ !
22 O rei Joás não levou em conta que Joiada, pai de Zacarias, tinha sido bondoso com ele, e matou o seu filho. Este, ao morrer, exclamou: "Veja isto o Senhor e faça justiça! "
23 ବର୍ଷର ଶଷେ ଆଡ଼କୁ ଅରାମୀଯ ସୈନ୍ଯଦଳ ୟୋଯାଶ୍ଙ୍କ ବିରୁଦ୍ଧ ରେ ଆସିଲେ। ସମାନେେ ଯିହୁଦା ଓ ୟିରୁଶାଲମକୁ ଆକ୍ରମଣ କଲେ ଏବଂ ଲୋକମାନଙ୍କର ସବୁ ନେତାମାନଙ୍କୁ ହତ୍ଯା କଲେ। ସମାନେେ ସବୁ ବହୁମୂଲ୍ଯ ସାମଗ୍ରୀଗୁଡ଼ିକୁ ଦମ୍ମେଶକର ରାଜାଙ୍କ ନିକଟକୁ ପଠାଇ ଦେଲେ।
23 Na virada do ano, o exército arameu marchou contra Joás; invadiu Judá e Jerusalém, matou todos os líderes do povo, e enviou para Damasco, para o seu rei, tudo o que saqueou.
24 ଅରାମୀଯ ସୈନ୍ଯଦଳ ନିଜ ସହିତ ଲୋକମାନଙ୍କର ଏକ କ୍ଷୁଦ୍ରଦଳକୁ ନଇେ ଆସିଥିଲେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ଯିହୁଦାର ବୃହତ୍ ସୈନ୍ଯଦଳ ଉପରେ ବିଜଯଲାଭ କରିବାକୁ ଦେଲେ। ସଦାପ୍ରଭୁ ଏହିପରି କଲେ, କାରଣ ଯିହୁଦାର ଲୋକମାନେ ସମାନଙ୍କେ ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗାମୀ ହାଇେଥିଲେ, ସମାନେେ ତାଙ୍କୁ ପରିତ୍ଯାଗ କରିଥିଲେ। ତେଣୁ ଯୋୟାଶ୍ ଦଣ୍ଡିତ ହେଲେ।
24 Embora o exército arameu fosse pequeno, o Senhor entregou nas mãos dele um exército muito maior, por haver Judá abandonado o Senhor, o Deus dos seus antepassados. Assim o juízo foi executado sobre Joás.
25 ଅରାମୀଯମାନେ ୟୋଯାଶ୍ଙ୍କ ନିକଟରୁ ଯେତବେେଳେ ପ୍ରସ୍ଥାନ କଲେ, ସେ ଗୁରୁତର ଭାବରେ ଆହତ ହାଇେଥିଲେ। ୟୋଯାଶ୍ଙ୍କର ନିଜ ଭୃତ୍ଯମାନେ ତାଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କଲେ। ଯୋୟାଶ୍ ଯିହାୟୋଦାରଦା ଯାଜକଙ୍କର ପୁତ୍ର ଜିଖରିଯଙ୍କୁ ହତ୍ଯା କରିଥିବାରୁ ସମାନେେ ଏହିପରି କଲେ। ସହେି ଭୃତ୍ଯମାନେ ୟୋଯାଶ୍ଙ୍କୁ ତାଙ୍କର ଶୟ୍ଯା ଉପରେ ହିଁ ବଧ କଲେ। ଯୋୟାଶ୍ ମୃତ୍ଯୁ ଭୋଗ କରିବା ପରେ ଲୋକମାନେ ତାଙ୍କୁ ଦାଉଦଙ୍କ ନଗର ରେ କବର ଦେଲେ, କିନ୍ତୁ ସମାନେେ ତାଙ୍କୁ ରାଜାମାନେ ଯେଉଁ ସ୍ଥାନ ରେ କବର ପାଆନ୍ତି, ସେ ସ୍ଥାନ ରେ କବର ଦେଲେ ନାହିଁ।
25 Quando os arameus foram embora, deixaram Joás seriamente ferido. Seus oficiais conspiraram contra ele, porque ele tinha assassinado o filho do sacerdote Joiada, e o mataram em sua cama. Assim ele morreu e foi sepultado na cidade de Davi, mas não nos túmulos dos reis.
26 ୟୋଯାଶ୍ଙ୍କ ବିରୁଦ୍ଧ ରେ ଏହି ଭୃତ୍ଯମାନେ ଷଡ଼ୟନ୍ତ୍ର କରିଥିଲେ ; ସାବଦ୍ ଓ ୟିହୋଷାବଦ୍, ସାବଦ୍ଙ୍କ ମାତାଙ୍କର ନାମ ଥିଲା ଶିମିଯତ୍। ଶିମିଯତ୍ ଅମ୍ମାନରେୁ ଆସିଥିଲେ। ଆଉ ୟିହୋଷାବଦ୍ଙ୍କର ମାତାଙ୍କର ନାମ ଥିଲା ଶିମ୍ରୀତ୍। ଶିମ୍ରୀତ୍ ମାୟୋବ୍ରୁ ଆସିଥିଲେ।
26 Os que conspiraram contra ele foram Zabade, filho da amonita Simeate, e Jeozabade, filho da moabita Sinrite.
27 ୟୋଯାଶ୍ଙ୍କ ପୁତ୍ରମାନଙ୍କ କାହାଣୀ, ତାଙ୍କ ବିରୁଦ୍ଧ ରେ ମହାନ୍ ଭବିଷ୍ଯତ୍ବାଣୀଗୁଡ଼ିକ ଓ ସେ କିପରି ପୁନର୍ବାର ପରମେଶ୍ବରଙ୍କ ମନ୍ଦିରର ନିର୍ମାଣ କଲେ, ସହେିସବୁ ରାଜାମାନଙ୍କର ବିବରଣୀ ପୁସ୍ତକରେ ଲଖାୟୋଇ ଅଛି। ଅମତ୍ସିଯ ତାଙ୍କ ଉତ୍ତା ରେ ନୂତନ ରାଜା ହେଲେ। ଅମତ୍ସିଯ ୟୋଯାଶ୍ଙ୍କର ପୁତ୍ର ଥିଲେ।
27 Quanto a seus filhos, às muitas profecias a seu respeito e ao relato da restauração do templo, tudo está escrito nas anotações dos livros dos reis. E seu filho Amazias foi o seu sucessor.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Crônicas 24, comparar traduções ou montar um estudo — tudo direto pelo WhatsApp.