2 Crônicas 27

Oriya Bible (GL_ORIYA) vs VC

Sair da comparação
VC Versão Católica
1 ୟୋଥାମ୍ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ଥିଲା ୟିରୁଶା। ୟିରୁଶା ସାଦୋକ୍ଙ୍କର କନ୍ଯା ଥିଲେ।
1 Joatão tinha a idade de vinte e cinco anos quando começou a reinar, e reinou durante dezesseis anos em Jerusalém. Sua mãe chamava-se Jerusa, filha de Sadoc.
2 ୟୋଥାମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ। ତାଙ୍କର ପିତା ଉଷିୟ ଯେଉଁପରି କରିଥିଲେ, ସେ ସହେିପରି ପରମେଶ୍ବରଙ୍କର ବାଧ୍ଯ ହେଲେ। କିନ୍ତୁ ଯୋଥମ୍ ତାଙ୍କର ପିତାଙ୍କ ପରି ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ କରି ନ ଥିଲେ। କିନ୍ତୁ ଲୋକମାନେ ମନ୍ଦକର୍ମ କରିବା ଜାରି ରଖିଲେ।
2 Fez o bem aos olhos do Senhor, e seguiu as pegadas de seu pai Ozias, exceto que não penetrou no templo do Senhor. Mas o povo continuava a se corromper.
3 ୟୋଥାମ୍ ପୁନର୍ବାର ସଦାପ୍ରଭୁଙ୍କ ମନ୍ଦିରର ଉର୍ଦ୍ଧ୍ବସ୍ଥ ଦ୍ବାର ନିର୍ମାଣ କଲେ। ସେ ଓଫଲର୍ ନାମକ ସ୍ଥାନର ପ୍ରାଚୀରକୁ ଅଧିକ ନିର୍ମାଣ କଲେ।
3 Foi Joatão quem construiu a porta superior do templo do Senhor, e trabalhou muito no muro de Ofel.
4 ଯୋଥମ୍ ଯିହୁଦାର ପାର୍ବତ୍ଯାଞ୍ଚଳମାନଙ୍କ ରେ ମଧ୍ଯ ସହରସବୁ ନିର୍ମାଣ କଲେ। ଯୋଥମ୍ ଅରଣ୍ଯ ମଧିଅରେ ଦୃଢ଼ ଦୁର୍ଗ ଓ ଗଡ଼ମାନ ନିର୍ମାଣ କଲେ।
4 Construiu cidades na montanha de Judá, fortes e torres nas matas.
5 ଯୋଥମ୍ ଅେମ୍ମାନୀୟ ଲୋକମାନଙ୍କର ରାଜା ଓ ତାଙ୍କର ସୈନ୍ଯଦଳ ବିରୁଦ୍ଧ ରେ ମଧ୍ଯ ୟୁଦ୍ଧ କଲେ ଓ ସମାନଙ୍କେୁ ପରାସ୍ତ କଲେ। ତେଣୁ ତିନିବର୍ଷ ପର୍ୟ୍ଯନ୍ତ ପ୍ରେତ୍ୟକକ ବର୍ଷ ଅମ୍ମାନେୀୟମାନେ ୟୋଥାମ୍ଙ୍କୁ 100 ତାଳନ୍ତ ରୂପା ଦଶ ସହସ୍ର ଗହମ ଓ ଦଶ ସହସ୍ର ବୁଶଇେ ପରିମାଣର ବାର୍ଲି ଦେଲେ।
5 Fez guerra ao rei dos amonitas e venceu-os. Nesse ano, os amonitas pagaram-lhe um tributo de cem talentos de prata, dez mil coros de trigo, e dez mil de cevada; isso eles trouxeram também no segundo e no terceiro ano.
6 ଯୋଥମ୍ ବିଶ୍ବସ୍ତ ଭାବରେ ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କର ବାଧ୍ଯ ହବୋରୁ ପରାକ୍ରମୀ ହାଇେ ଉଠିଲେ।
6 Joatão tornou-se assim muito poderoso, porque ele andava com firmeza nos caminhos do Senhor, seu Deus.
7 ଯୋଥମ୍ ଅନ୍ୟ ଯେ ସମସ୍ତ କାର୍ୟ୍ଯ କରିଥିଲେ ଓ ସେ କରିଥିବା ୟୁଦ୍ଧର ବିବରଣୀ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ ଲଖାେ ୟାଇଅଛି।
7 Os outros atos de Joatão, suas ações e feitos, suas guerras, tudo isso está relatado nos livros dos reis de Israel e de Judá.
8 ଯୋଥମ୍ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ।
8 Tinha vinte e cinco anos quando começou a reinar: reinou dezesseis anos em Jerusalém.
9 ଏହାପରେ ୟୋଥମ୍ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ତାଙ୍କୁ ଦାଉଦଙ୍କ ନଗର ରେ କବର ଦେଲେ। ଆହସ୍ ଯୋଥମ୍ଙ୍କ ସ୍ଥାନ ରେ ରାଜା ହେଲେ। ଆହସ୍ ଯୋଥମ୍ଙ୍କ ପୁତ୍ର ଥିଲେ।
9 Joatão adormeceu entre seus pais e foi sepultado na cidade de Davi. Seu filho Acaz sucedeu-lhe no trono.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Crônicas 27, comparar traduções ou montar um estudo — tudo direto pelo WhatsApp.