2 Crônicas 29
Oriya Bible (GL_ORIYA) vs NVI
1 ହିଜକିଯ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଅଣତିରିଶ ବର୍ଷ ରାଜତ୍ବ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅବିଜା। ଅବିଜା ଜିଖରିଯଙ୍କ କନ୍ଯା ଥିଲେ।
1 Ezequias tinha vinte e cinco anos de idade quando começou a reinar, e reinou vinte e nove anos em Jerusalém. O nome de sua mãe era Abia, filha de Zacarias.
2 ହିଜକିଯ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ କର୍ମ କଲେ।
2 Ele fez o que o Senhor aprova, tal como tinha feito Davi, seu predecessor.
3 ହିଜକିଯ ସଦାପ୍ରଭୁଙ୍କ ମନ୍ଦିରର ଦ୍ବାରସବୁ ମରାମତି କଲେ। ହିଜକିଯ ମନ୍ଦିରକୁ ପୁନର୍ବାର ଉନ୍ମୁକ୍ତ କଲେ। ସେ ରାଜା ହବୋର ପ୍ରଥମ ବର୍ଷର ପ୍ରଥମ ମାସ ରେ ହିଁ ଏହା କଲେ।
3 No primeiro mês do primeiro ano de seu reinado, ele reabriu as portas do templo do Senhor e as consertou.
4 ହିଜକିଯ ଯାଜକ ଓ ଲବେୀୟମାନଙ୍କୁ ଏକ ସଭା ରେ ସମ୍ମିଳିତ କରାଇଲେ। ମନ୍ଦିରର ପୂର୍ବ ପାଶର୍ବସ୍ଥ ଉନ୍ମୁକ୍ତ ପ୍ରାଙ୍ଗଣ ରେ ସେ ସମାନଙ୍କେ ସହିତ ଏକ ସଭା କଲେ।
4 Convocou os sacerdotes e os levitas, reuniu-os na praça que fica no lado leste
5 ହିଜକିଯ ସମାନଙ୍କେୁ କହିଲେ, ହେ ଲବେୀୟମାନେ, ମାେ' କଥା ଶୁଣ। ତୁମ୍ଭର ପୂର୍ବପୁରୁଷମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ମନ୍ଦିର ରେ ସବୋ କରିବା ପାଇଁ ନିଜକୁ ଉତ୍ସର୍ଗୀକୃତ କର। ଅପବିତ୍ର ବସ୍ତୁକୁ ମନ୍ଦିରରୁ ବାହାର କରିନିଅ।
5 e disse: "Escutem-me, levitas! Consagrem-se agora e consagrem o templo do Senhor, o Deus dos seus antepassados. Retirem tudo o que é impuro do santuário.
6 ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କୁ ତ୍ଯାଗ କଲେ। ସଦାପ୍ରଭୁ ପରମେଶ୍ବର ମନ୍ଦ ବୋଲି ବିବଚେନା କରିଥିବା କାର୍ୟ୍ଯକୁ ସମାନେେ କଲେ। ସମାନେେ ସଦାପ୍ରଭୁଙ୍କୁ ଅବମାନନା କଲେ। ସମାନେେ ସଦାପ୍ରଭୁଙ୍କୁ ପଛ କଲେ।
6 Nossos pais foram infiéis; fizeram o que o Senhor, o nosso Deus, reprova e o abandonaram. Desviaram o rosto do local da habitação do Senhor e deram-lhe as costas.
7 ସମାନେେ ମନ୍ଦିର ଅଳିନ୍ଦର ଦ୍ବାରସବୁ ବନ୍ଦ କରି ଦେଲେ ଓ ପ୍ରଦୀପର ଶିଖା ଲିଭାଇ ଦେଲେ। ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କର ପବିତ୍ର ସ୍ଥାନ ରେ ସୁଗନ୍ଧିଧୂପ ଜଳାଇବା ଓ ନବୈେଦ୍ଯ ହାମବେଳି ଉପହାର ଉତ୍ସର୍ଗ କରିବା ବନ୍ଦ କରି ଦେଲେ।
7 Também fecharam as portas do pórtico e apagaram as lâmpadas. Não queimaram incenso nem apresentaram holocausto no santuário para o Deus de Israel.
8 ତେଣୁ ସଦାପ୍ରଭୁ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ପ୍ରତି ଅତ୍ଯନ୍ତ କୋର୍ଧ କଲେ। ସଦାପ୍ରଭୁ ସମାନଙ୍କେୁ ଦଣ୍ଡିତ କଲେ। ଯିହୁଦା ଓ ୟିରୁଶାଲମର ଲୋକମାନଙ୍କର ସଦାପ୍ରଭୁ ଯାହା ଘଟାଇଲେ, ତାହା ଯେତବେେଳେ ଅନ୍ୟ ଲୋକମାନେ ଦେଖିଲେ, ସମାନେେ ଅତ୍ଯନ୍ତ ଭୟଭୀତ ଓ ହତଚକିତ ହାଇପେଡ଼ିଲେ। ସହେି ଅନ୍ୟ ଦେଶମାନେ ଯିହୁଦାର ଲୋକଙ୍କ ନିମନ୍ତେ ଘୃଣା ଓ ଲଜ୍ଜା ରେ ଆପଣା ଆପଣା ମୁଣ୍ଡ ନୁଆଁଇଲେ। ତୁମ୍ଭମାନେେ ତାହା ସ୍ବଚକ୍ଷୁ ରେ ଦେଖୁଅଛ।
8 Por isso, a ira do Senhor caiu sobre Judá e sobre Jerusalém; e ele fez deles objeto de espanto, horror e zombaria, conforme vocês podem ver com os seus próprios olhos.
9 ଆଉ ସେଥି ନିମନ୍ତେ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ୟୁଦ୍ଧ ରେ ନିହତ ହେଲେ। ଆମ୍ଭମାନଙ୍କ ପୁତ୍ର ଓ କନ୍ଯା ଓ ସ୍ତ୍ରୀମାନେ ବନ୍ଦୀରୂପେ ନିଆଗେଲ।
9 Por isso os nossos pais caíram à espada e os nossos filhos, as nossas filhas e as nossas mulheres foram levadas como prisioneiras.
10 ତେଣୁ ବର୍ତ୍ତମାନ ମୁଁ ହିଜକିଯ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ସହିତ ଏକ ନିଯମ କରିବାକୁ ମନସ୍ଥ କରିଅଛି। ତବେେ ସେ ଆମ୍ଭମାନଙ୍କ ଉପରେ ଆଉ କୋର୍ଧ କରିବେ ନାହିଁ।
10 Pretendo, pois, agora fazer uma aliança com o Senhor, o Deus de Israel, para que o fogo da sua ira se afaste de nós.
11 ତେଣୁ ହେ ମାରେ ପୁତ୍ରଗଣ, ଆଉ ପରିଚର୍ୟ୍ଯା କର ନାହିଁ କି ଆଉ ସମୟ ନଷ୍ଟ କର ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସବୋକାର୍ୟ୍ଯ ନିମନ୍ତେ ମନୋନୀତ କରିଅଛନ୍ତି। ସେ ତୁମ୍ଭମାନଙ୍କୁ ତାଙ୍କର ମନ୍ଦିର ରେ ସବୋକାର୍ୟ୍ଯ କରିବା ଓ ସୁଗନ୍ଧିଧୂପ ଜଳାଇବା ନିମନ୍ତେ ମନୋନୀତ କରିଛନ୍ତି।
11 Meus filhos, não sejam negligentes agora, pois o Senhor os escolheu para estarem diante dele e o servirem, para ministrarem perante ele e queimarem incenso".
12 ଯେଉଁ ଲବେୀୟମାନେ କାର୍ୟ୍ଯ କରିବାକୁ ଆରମ୍ଭ କଲେ, ସମାନଙ୍କେର ତାଲିକା ଏହି : କହାତ୍ ବଂଶର ଅମାସଯଙ୍କ ପୁତ୍ର ମାହତ୍ ଓ ଅସରିଯଙ୍କ ପୁତ୍ର ଯାୟେଲ୍ ଥିଲେ। ମରାରି ବଂଶଧରର ବବ୍ଦିଙ୍କ ପୁତ୍ର କୀଶ୍ ଓ ୟିହୋଲିଲଲଙ୍କେ ପୁତ୍ର ଅସରିଯ ଥିଲେ।
12 Então estes levitas puseram-se a trabalhar: dentre os descendentes de Coate: Maate, filho de Amasai, e Joel, filho de Azarias; dentre os descendentes de Merari: Quis, filho de Abdi, e Azarias, filho de Jealelel; dentre os descendentes de Gérson: Joá, filho de Zima, e Éden, filho de Joá;
13 ଗେର୍ଶୋନ ବଂଶଧରରରୁ ସିମ୍ମଙ୍କ ପୁତ୍ର ୟୋଯାହ ଓ ୟୋଯାହଙ୍କ ପୁତ୍ର ଏଦନ୍ ଥିଲେ। ଇଲୀଶାଫନ୍ଙ୍କ ବଂଶଧରମାନଙ୍କ ମଧ୍ଯରୁ ଜିଖରିଯ ଓ ମତ୍ତନୀଯ ଥିଲେ। ହମେନ୍ଙ୍କ ବଂଶଧରମାନଙ୍କ ମଧ୍ଯରୁ ୟିହୀଯେଲ୍ ଓ ଶିମିଯି ଥିଲେ।
13 dentre os descendentes de Elisafã: Sinri e Jeuel; dentre os descendentes de Asafe: Zacarias e Matanias;
14 ୟିଦୂଥିନ୍ଙ୍କ ବଂଶଧର ମାନଙ୍କ ମଧ୍ଯରୁ ଶିମ୍ରି ଓ ୟିଯୂଯଲେ ଥିଲେ। ଆସଫ୍ ବଂଶଧରମାନଙ୍କ ମଧ୍ଯରୁ ଶମଯିଯ ଓ ଉଷିଯଲେ ଥିଲେ।
14 dentre os descendentes de Hemã: Jeuel e Simei; dentre os descendentes de Jedutum: Semaías e Uziel.
15 ଏହାପରେ ଏହି ଲବେୀୟମାନେ ସମାନଙ୍କେର ଭ୍ରାତାମାନଙ୍କୁ ଏକତ୍ର କଲେ ଓ ମନ୍ଦିରର ପବିତ୍ର ସବୋକାର୍ୟ୍ଯ ନିମନ୍େତ ସମାନଙ୍କେୁ ପ୍ରସ୍ତୁତ କଲେ। ସମାନେେ ରାଜାଙ୍କର ଆଦେଶ ମାନିଲେ, ଯାହାକି ସଦାପ୍ରଭୁଙ୍କଠାରୁ ଆସିଥିଲା।
15 Tendo reunido e consagrado os seus parentes, os levitas foram purificar o templo do Senhor, conforme o rei havia ordenado em obediência à palavra do Senhor.
16 ଯାଜକମାନେ ମନ୍ଦିରକୁ ପରିଷ୍କାର କରିବା ନିମନ୍ତେ ତାହା ମଧିଅରେ ପ୍ରବେଶ କଲେ। ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ଯେତେ ଅପବିତ୍ର ବସ୍ତୁ ପାଇଲେ, ତାହାକୁ ବାହାର କରି ଦେଲେ। ସମାନେେ ସହେି ଅପବିତ୍ର ବସ୍ତୁଗୁଡ଼ିକୁ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣକୁ ଆଣିଲେ। ଏହାପରେ ଲବେୀୟମାନେ ଅପବିତ୍ର ବସ୍ତୁଗୁଡ଼ିକୁ ବାହାର କରି କିଦ୍ରୋଣ ଉପତ୍ୟକାକୁ ନଇଗେଲେ।
16 Os sacerdotes entraram no santuário do Senhor para purificá-lo e trouxeram para o pátio do templo do Senhor todas as coisas impuras que lá havia, e os levitas as levaram para o vale de Cedrom.
17 ପ୍ରଥମ ମାସର ପ୍ରଥମ ଦିନ ରେ ଲବେୀୟମାନେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜଙ୍କୁ ପ୍ରସ୍ତୁତ କରିବା ଆରମ୍ଭ କରି ଦେଲେ। ମାସର ଅଷ୍ଟମ ଦିନ ରେ, ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ଅଳିନ୍ଦକୁ ଆସିଲେ। ସଦାପ୍ରଭୁଙ୍କ ମନ୍ଦିରକୁ ପବିତ୍ରରୂପେ ବ୍ଯବହାର କରିବା ପାଇଁ ସମାନେେ ଆହୁରି ଆଠ ଦିନ ପର୍ୟ୍ଯନ୍ତ ସମାନେେ ତାକୁ ପରିଷ୍କାର କଲେ। ସମାନେେ ପ୍ରଥମ ମାସର ଷୋହଳତମ ଦିନ ରେ ତାହା ସମାପ୍ତ କଲେ।
17 Começaram a consagração no dia primeiro do primeiro mês, e no oitavo dia chegaram ao pórtico do Senhor. Durante mais oito dias consagraram o templo do Senhor propriamente dito, terminando tudo no dia dezesseis.
18 ଏହାପରେ ସମାନେେ ରାଜା ହିଜକିଯଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ରାଜା ହିଜକିଯ, ଆମ୍ଭମାନେେ ସଦାପ୍ରଭୁଙ୍କ ସମଗ୍ର ମନ୍ଦିର, ସୁଗନ୍ଧିଧୂପ ଜ୍ବଳାଇବାର ୟଜ୍ଞବଦେୀ ଓ ମନ୍ଦିରସ୍ଥ ସମସ୍ତ ବିଷଯକୁ ପରିଷ୍କାର କରିଅଛୁ। ଧାଡ଼ିଧାଡ଼ି ଦର୍ଶନୀଯ ରୋଟୀ ରଖାୟିବାର ମଳେ ଓ ମଳେ ରେ ବ୍ଯବହୃତ ସାମଗ୍ରୀକୁ ଆମ୍ଭମାନେେ ପରିଷ୍କାର କରିଅଛୁ।
18 Depois foram falar com o rei Ezequias e lhe relataram: "Purificamos todo o templo do Senhor, o altar dos holocaustos e a mesa do pão consagrado, ambos com todos seus utensílios.
19 ଆହସ୍ ରାଜା ଥିବା ସମୟରେ ପରମେଶ୍ବରଙ୍କର ବିରୁଦ୍ଧ ରେ ବିଦ୍ରୋହ କଲେ। ସେ ମନ୍ଦିର ମଧିଅରେ ଥିବା ଅନକେ ସାମଗ୍ରୀକୁ ଫୋପାଡ଼ି ଦଇେଥିଲେ। କିନ୍ତୁ ଆମ୍ଭମାନେେ ସହେିସବୁ ସାମଗ୍ରୀକୁ ନିରୂପିତ କରିଅଛୁ ଓ ସଗେୁଡ଼ିକୁ ବିଶଷେ ବ୍ଯବହାର ନିମନ୍ତେ ପ୍ରସ୍ତୁତ କରିଅଛୁ। ସଗେୁଡ଼ିକ ବର୍ତ୍ତମାନ ସଦାପ୍ରଭୁଙ୍କ ୟଜ୍ଞବଦେୀର ସମ୍ମୁଖ ରେ ଅଛି।
19 Preparamos e consagramos todos os utensílios que o rei Acaz, em sua infidelidade, retirou durante o seu reinado. Eles estão em frente do altar do Senhor".
20 ରାଜା ହିଜକିଯ ପରବର୍ତ୍ତୀ ଦିନ ପ୍ରତ୍ଯୁଷ ରେ ନଗରର ପଦାଧିକାରୀମାନଙ୍କୁ ଏକତ୍ର କଲେ ଓ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
20 Cedo, na manhã seguinte, o rei Ezequias reuniu os líderes da cidade e, juntos, subiram ao templo do Senhor,
21 ସମାନେେ ସାତ ଗୋଟି ବଳଦ, ସାତାଟେି ମଷେ, ସାତାଟେି ମଷେଶାବକ ଓ ସାତାଟେି ବୋଦା ଆଣିଲେ। ଏହି ପଶୁଗୁଡ଼ିକ ପବିତ୍ର ସ୍ଥାନର ଓ ଯିହୁଦାର ଲୋକମାନଙ୍କ ନିମନ୍ତେ ପାପାର୍ଥକ ବଳିସ୍ବରୂପେ ଉତ୍ସର୍ଗୀକୃତ ହବୋକୁ ଥିଲା। ରାଜା ହିଜକିଯ ହାରୋଣଙ୍କ ବଂଶଧର ଯାଜକମାନଙ୍କୁ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସହେି ପଶୁଗୁଡ଼କ ଉତ୍ସର୍ଗ କରିବାକୁ ଆଦେଶ ଦେଲେ।
21 levando sete novilhos, sete carneiros, sete cordeiros e sete bodes como oferta pelo pecado, em favor da realeza, do santuário e de Judá. O rei ordenou que os sacerdotes, descendentes de Arão, sacrificassem os animais no altar do Senhor.
22 ତେଣୁ ଯାଜକମାନେ ବଳଦମାନଙ୍କୁ ହତ୍ଯା କଲେ ଓ ରକ୍ତକୁ ରଖିଲେ। ଆଉ ସମାନେେ ସହେି ବଳଦର ରକ୍ତକୁ ବଦେୀ ଉପରେ ସିଞ୍ଚିଲେ। ଏହାପରେ ଯାଜକମାନେ ମଷେମାନଙ୍କୁ ହତ୍ଯା କଲେ ଓ ମଷେମାନଙ୍କର ରକ୍ତ ୟଜ୍ଞବଦେୀ ଉପରେ ସିଞ୍ଚନ କଲେ।
22 Então os sacerdotes abateram os novilhos e aspergiram o sangue sobre o altar; em seguida fizeram o mesmo com os carneiros e com os cordeiros.
23 ଏହାପରେ ଯାଜକମାନେ ଛାଗଗୁଡ଼ିକୁ ରାଜାଙ୍କ ସମ୍ମୁଖକୁ ଆଣିଲେ ଓ ଲୋକମାନେ ଏକତ୍ର ସମ୍ମିଳିତ ହେଲେ। ଏହି ଛାଗଗୁଡ଼ିକ ପାପାର୍ଥକ ବଳି ଥିଲା। ଯାଜକମାନେ ସମାନଙ୍କେ ହସ୍ତ ଛାଗମାନଙ୍କ ମସ୍ତକ ଉପରେ ରଖିଲେ ଓ ଛାଗଗୁଡ଼ିକୁ ବଧ କଲେ।
23 Depois, os bodes para a oferta pelo pecado foram levados para diante do rei e da assembléia, que impuseram as mãos sobre eles.
24 ଛାଗମାନଙ୍କର ରକ୍ତକୁ ୟଜ୍ଞବଦେୀ ଉପରେ ଉତ୍ସର୍ଗ କରି ଯାଜକମାନେ ପାପାର୍ଥକ ବଳି ଉତ୍ସର୍ଗ କଲେ। ପରମେଶ୍ବର ଯେପରି ଇଶ୍ରାୟେଲର ଲୋକମନଙ୍କର ପାପସବୁ କ୍ଷମା କରନ୍ତି, ଏଥିନିମନ୍ତେ ସମାନେେ ଏହିପରି କଲେ। ରାଜା କହିଲେ ଯେ, ଇଶ୍ରାୟେଲର ସମସ୍ତ ଲୋକଙ୍କ ନିମନ୍ତେ ହାମବେଳି ଉପହାର ଓ ପାପାର୍ଥକ ବଳି ଏକତ୍ର ଉତ୍ସର୍ଗ କରାୟିବା ଉଚିତ୍।
24 Os sacerdotes abateram os bodes e apresentaram o sangue sobre o altar como oferta pelo pecado, para fazer propiciação por todo o Israel, pois era em favor de todo o Israel que o rei havia ordenado o holocausto e a oferta pelo pecado.
25 ଦାଉଦ, ରାଜାଙ୍କ ଭବିଷ୍ଯତ୍ବକ୍ତା ଗାଦ୍ ଓ ନାଥନ୍ ଭବିଷ୍ଯତ୍ବକ୍ତା ଯେଉଁ ପ୍ରକାର ଆଦେଶ ଦଇେଥିଲେ, ରାଜା ହିଜକିଯ ସହେି ପ୍ରକା ରେ ଲବେୀୟମାନଙ୍କୁ ଝାଞ୍ଜ, ବୀଣା ଓ ସାରଙ୍ଗ ସହିତ ସଦାପ୍ରଭୁଙ୍କ ମନ୍ଦିର ରେ ଅବସ୍ଥାପିତ କଲେ। ଏହି ଆଦେଶ ସଦାପ୍ରଭୁଙ୍କଠାରୁ ତାଙ୍କର ଭବିଷ୍ଯତ୍ବକ୍ତାମାନଙ୍କର ମାଧ୍ଯମ ରେ ଆସିଥିଲା।
25 O rei posicionou os levitas no templo do Senhor, com címbalos, liras e harpas, segundo a prescrição de Davi, de Gade, vidente do rei, e do profeta Natã; isso foi ordenado pelo Senhor, por meio de seus profetas.
26 ତେଣୁ ଲବେୀୟମାନେ ଦାଉଦଙ୍କ ବାଦ୍ଯୟନ୍ତ୍ରସବୁ ସହିତ ପ୍ରସ୍ତୁତ ହାଇେ ଠିଆ ହେଲେ ଓ ଯାଜକମାନେ ସମାନଙ୍କେର ତୂରୀ ସହିତ ପ୍ରସ୍ତୁତ ହାଇେ ଠିଆ ହେଲେ।
26 Assim os levitas ficaram em pé, preparados com os instrumentos de Davi, e os sacerdotes com as cornetas.
27 ଏହାପରେ ହିଜକିଯ ବଦେୀ ଉପରେ ବଳିଦାନ ଉପହାର ଉତ୍ସର୍ଗ କରିବାକୁ ଆଦେଶ ଦେଲେ। ହାମବେଳି ଉପହାରର ଉତ୍ସର୍ଗ ଯେତବେେଳେ ଆରମ୍ଭ ହେଲା, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସଙ୍ଗୀତଗାନ ସେତବେେଳେ ଆରମ୍ଭ ହେଲା। ତୂରୀ ବଜାଗଲା ଓ ଇଶ୍ରାୟେଲ ରାଜା ଦାଉଦଙ୍କ ବାଦ୍ଯୟନ୍ତ୍ର ସବୁ ବଜାଇଲା।
27 Então Ezequias ordenou que sacrificassem o holocausto sobre o altar. Iniciado o sacrifício, começou também o canto ao Senhor, ao som das cornetas e dos instrumentos de Davi, rei de Israel.
28 ହାମବେଳି ଉପହାରର ଉତ୍ସର୍ଗୀକରଣ ଶଷେ ନ ହବୋ ପର୍ୟ୍ଯନ୍ତ ସମସ୍ତ ଜନତା ନତ ମସ୍ତକ ହେଲେ, ଗାଯକମାନେ ଗୀତଗାନ କଲେ ଓ ତୂରୀବାଦ୍ଯକାରୀମାନେ ତୂରୀ ବଜାଇଲେ।
28 Toda a assembléia prostrou-se em adoração, enquanto os músicos cantavam e os corneteiros tocavam, até que terminou o holocausto.
29 ଉତ୍ସର୍ଗ କାର୍ୟ୍ଯ ଶଷେ ହବୋପରେ, ରାଜା ହିଜକିଯ ଓ ତାଙ୍କ ସହିତ ସମସ୍ତ ଜନତା ନତମସ୍ତକ ହେଲେ ଓ ଉପାସନା କଲେ।
29 Então o rei e todos os presentes ajoelharam-se e adoraram.
30 ରାଜା ହିଜକିଯ ଓ ତାଙ୍କର ପଦାଧିକାରୀମାନେ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସାଗାନ କରିବାକୁ ଆଦେଶ ଦେଲେ। ସମାନେେ ଦାଉଦ ଓ ଆସଫ ଭବିଷ୍ଯତ୍ବକ୍ତାଙ୍କ ରଚିତ୍ ସଙ୍ଗୀତମାନ ଗାନ କଲେ। ସମାନେେ ପରମେଶ୍ବରଙ୍କର ପ୍ରଶଂସା କଲେ ଓ ଆନନ୍ଦିତ ହେଲେ। ସମାନେେ ସମସ୍ତେ ନତମସ୍ତକ ହେଲେ ଓ ପରମେଶ୍ବରଙ୍କର ଉପାସନା କଲେ।
30 O rei Ezequias e seus oficiais ordenaram aos levitas que louvassem o Senhor com as palavras de Davi e do vidente Asafe. Eles louvaram com alegria, depois inclinaram suas cabeças e adoraram.
31 ହିଜକିଯ କହିଲେ, ବର୍ତ୍ତମାନ, ଯିହୁଦାର ଲୋକମାନେ, ତୁମ୍ଭମାନେେ ନିଜକୁ ସଦାପ୍ରଭୁଙ୍କ ଉତ୍ସର୍ଗୀକୃତ କରିଅଛ। ନିକଟକୁ ଆସ ଓ ସଦାପ୍ରଭୁଙ୍କ ମନ୍ଦିରକୁ ବଳିଦାନ ଓ ଧନ୍ଯବାଦର ଉପହାରସବୁ ଆଣ। ଏହାପରେ ଲୋକମାନେ ବଳିଦାନ ଓ ଧନ୍ଯବାଦର ଉପହାର ସବୁ ଆଣିଲେ। ଯଦି କୌଣସି ଲୋକ ଚାହିଁଲା, ସେ ହାମବେଳି ଉପହାରସବୁ ଆଣିଲା।
31 Disse então Ezequias: "Agora que vocês se dedicaram ao Senhor, tragam sacrifícios e ofertas de gratidão ao templo do Senhor". Assim, a comunidade levou sacrifícios e ofertas de gratidão, e alguns, espontaneamente, levaram também holocaustos.
32 ସମ୍ମିଳିତ ଜନତା ଏହିପରି ଭାବରେ ହାମବେଳି ଉପହାର ସବୁ ଆଣିଲେ : ସତୁରି ବଳଦ, 100 ଗୋଟି ମଷେ ଓ 200 ଗୋଟି ମଷେଶାବକ। ଏହିସବୁ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଉପହାର ସ୍ବରୂପେ ଉତ୍ସର୍ଗ କରାଗଲା।
32 Esses holocaustos que a assembléia ofertou ao Senhor foram setenta bois, cem carneiros e duzentos cordeiros.
33 ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ନବୈେଦ୍ଯ ଥିଲା 600ଟି ଷଣ୍ଢ ଓ 3,000 ମଷେ ଓ ଛାଗ।
33 Os animais consagrados como sacrifícios chegaram a seiscentos bois e três mil ovelhas e bodes.
34 କିନ୍ତୁ ଏହି ସମସ୍ତ ପଶୁଙ୍କୁ କାଟି ଓ ଚମଡ଼ା ପରିଷ୍କାର କରି ହାମବେଳି ନବୈେଦ୍ଯ ସ୍ବରୂପେ ଉତ୍ସର୍ଗ କରିବା ନିମନ୍ତେ ୟଥେଷ୍ଟ ସଂଖ୍ଯକ ଯାଜକ ନ ଥିଲେ। ତେଣୁ ସମାନଙ୍କେର ଆତ୍ମୀଯମାନେ ଓ ଲବେୀୟମାନେ କାର୍ୟ୍ଯ ଶଷେ ହବୋ ପର୍ୟ୍ଯନ୍ତ ଓ ଯାଜକମାନେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କରିବା ପର୍ୟ୍ଯନ୍ତ ସମାନଙ୍କେୁ ସାହାୟ୍ଯ କଲେ। ଲବେୀୟମାନେ ସଦାପ୍ରଭୁଙ୍କ ସବୋ କରିବା ନିମନ୍ତେ ନିଜଙ୍କୁ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ଅତ୍ଯନ୍ତ ସଚତନେ ଥିଲେ। ସମାନେେ ଯାଜକମାନଙ୍କଠାରୁ ମଧ୍ଯ ଅଧିକ ସଚତନେ ଥିଲେ।
34 Como os sacerdotes eram muito poucos para tirar a pele de todos os holocaustos, os seus parentes, os levitas, os ajudaram até o fim da tarefa e até que outros sacerdotes se consagrassem, pois os levitas demoraram menos para se consagrarem do que os sacerdotes.
35 ସଠାେରେ ଅନକେ ହାମବେଳି ନବୈେଦ୍ଯ ଓ ମଙ୍ଗଳାର୍ଥକ ନବୈେଦ୍ଯ ସ୍ବରୂପ ଚର୍ବିର ଉତ୍ସର୍ଗ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରାଗଲା। ଏହିପରି ଭାବରେ, ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ ଆଉଥରେ ଆରମ୍ଭ ହେଲା।
35 Houve holocaustos em grande quantidade, oferecidos com a gordura das ofertas de comunhão e com as ofertas derramadas que acompanhavam esses holocaustos. Assim foi restabelecido o culto no templo do Senhor.
36 ପରମେଶ୍ବର ତାଙ୍କର ଲୋକମାନଙ୍କ ନିମନ୍ତେ ଯେଉଁସବୁ ବିଷଯ ପ୍ରସ୍ତୁତ କରିଥିଲେ, ସେଥିନିମନ୍ତେ ହିଜକିଯ ଓ ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ। ଆଉ ସେ ତାହା ଏତେ ଶୀଘ୍ର କଲେ, ଯେ ସେଥିନିମନ୍ତେ ସମାନେେ ଆନନ୍ଦିତ ଥିଲେ।
36 Ezequias e todo o povo regozijavam-se com o que Deus havia feito por seu povo, e tudo em tão pouco tempo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Crônicas 29, comparar traduções ou montar um estudo — tudo direto pelo WhatsApp.