2 Crônicas 31

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ନିସ୍ତାରପର୍ବର ଉତ୍ସବ ଶଷେ ହେଲା। ନିସ୍ତାରପର୍ବ ନିମନ୍ତେ ୟିରୁଶାଲମ ରେ ଥିବା ଇଶ୍ରାୟେଲର ଲୋକମାନେ ଯିହୁଦାର ସହରଗୁଡ଼କୁ ଫରେିଗଲେ। ଏହାପରେ ସମାନେେ ସହେି ସହରଗୁଡ଼ିକରେ ଥିବା ପଥରର ମୂର୍ତ୍ତିକୁ ଭାଙ୍ଗି ଧୂଳିସାତ୍ କଲେ। ସହେି ପଥର ମୂର୍ତ୍ତିଗୁଡ଼ିକ ଭଣ୍ଡ ଦବେତାମାନଙ୍କର ପୂଜା କରିବା ନିମନ୍ତେ ବ୍ଯବହୃତ ହେଉଥିଲା। ସହେି ଲୋକମାନେ ଆଶରୋ ସ୍ତମ୍ଭଗୁଡ଼ିକୁ ମଧ୍ଯ କାଟି ପକାଇଲେ। ଆଉ ସମାନେେ ଯିହୁଦା ଓ ବିନ୍ଯାମୀନ ରେ ଥିବା ଉଚ୍ଚ ସ୍ଥାନ ଓ ୟଜ୍ଞବଦେୀଗୁଡ଼ିକୁ ନଷ୍ଟ କରି ଦେଲେ। ଲୋକମାନେ ଇଫ୍ରଯିମ୍ ଓ ମନଃଶିର ସମସ୍ତ ଅଞ୍ଚଳ ରେ ମଧ୍ଯ ସହେି ପ୍ରକାର କଲେ। ଭଣ୍ଡ ଦବେତାର ପୂଜା ଉଦ୍ଦେଶ୍ଯ ରେ ବ୍ଯବହୃତ ସମସ୍ତ ବସ୍ତୁକୁ ବିନଷ୍ଟ ନ କରିବା ପର୍ୟ୍ଯନ୍ତ ଲୋକମାନେ ଏହିପରି କାର୍ୟ୍ଯ କଲେ। ଏହାପରେ ସମସ୍ତ ଇଶ୍ରାୟେଲୀୟମାନେ ସମାନଙ୍କେର ନିଜ ସହର ଓ ଗୃହକୁ ଫରେିଗଲେ।
1 Acabando tudo isto, todos os israelitas que se achavam ali saíram às cidades de Judá, quebraram as estátuas, cortaram os postes-ídolos e derribaram os altos e altares por todo o Judá e Benjamim, como também em Efraim e Manassés, até que tudo destruíram; então, tornaram todos os filhos de Israel, cada um para sua possessão, para as cidades deles.
2 ରାଜା ହିଜକିଯ ଯାଜକ ଓ ଲବେୀୟମାନଙ୍କୁ ସମାନଙ୍କେର ଭିନ୍ନ ଭିନ୍ନ ଦଳ ଅନୁସାରେ ସଂଗଠିତ କଲେ। ପ୍ରେତ୍ୟକକ ଦଳର ନିଜସ୍ବ ବିଶଷେ କାର୍ୟ୍ଯ ରହିଥିଲା। ତେଣୁ ଯାଜକମାନେ ଓ ଲବେୀୟମାନେ ପୁନର୍ବାର ହାମବେଳି ଉପହାର ଓ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବାର କାର୍ୟ୍ଯ କଲେ। ଆଉ ମଧ୍ଯ ପରମେଶ୍ବର ମନ୍ଦିର ରେ ସବୋକାର୍ୟ୍ଯ ଏବଂ ସଦାପ୍ରଭୁଙ୍କ ମନ୍ଦିର ଦ୍ବାରଗୁଡ଼ିକ ନିକଟରେ ପ୍ରଶଂସାଗାନ କରିବା କାର୍ୟ୍ଯ ସମାନଙ୍କେର ଥିଲା।
2 Estabeleceu Ezequias os turnos dos sacerdotes e dos levitas, turno após turno, segundo o seu mister: os sacerdotes e levitas, para o holocausto e para as ofertas pacíficas, para ministrarem e cantarem, portas a dentro, nos arraiais do Senhor .
3 ହିଜକିଯ ତାଙ୍କର ନିଜର ପଶୁପଲ ମଧ୍ଯରୁ କତେୋଟିକୁ ହାମବେଳି ଉପହାର ସ୍ବରୂପେ ଉତ୍ସର୍ଗ କରିବାକୁ ଦେଲେ। ଏହିସବୁ ପଶୁଗୁଡ଼ିକୁ ପ୍ରତିଦିନ ସକାଳେ ଓ ସନ୍ଧ୍ଯା ସମୟରେ ହାମବେଳି ଉପହାର ସ୍ବରୂପେ ବ୍ଯବହାର କରାଯାଉଥିଲା। ଏହି ପଶୁଗୁଡ଼ିକୁ ବିଶ୍ରାମର ବିଶଷେ ଦିନ, ଅମାବାସ୍ଯା ଉତ୍ସବ ଓ ଅନ୍ଯାନ୍ଯ ବିଶଷେ ସଭାମାନଙ୍କ ରେ ଉତ୍ସର୍ଗ କରାଯାଉଥିଲା। ସଦାପ୍ରଭୁଙ୍କ ବ୍ଯବସ୍ଥା ନିଯମ ରେ ଯେଉଁପରି ଲଖାଯାେଉଥିଲା, ଏହା ସହେିପରି କରାଯାଉଥିଲା।
3 A contribuição que fazia o rei da sua própria fazenda era destinada para os holocaustos, para os da manhã e os da tarde e para os holocaustos dos sábados, das Festas da Lua Nova e das festas fixas, como está escrito na Lei do Senhor .
4 ହିଜକିଯ ୟିରୁଶାଲମ ରେ ବାସ କରୁଥିବା ଲୋକମାନଙ୍କୁ ସମାନଙ୍କେର ଶସ୍ଯର ପ୍ରଥମ ଅଂଶ ଯାଜକ ଓ ଲବେୀୟମାନଙ୍କୁ ଦବୋ ନିମନ୍ତେ ଆଦେଶ ଦେଲେ, ଯେଉଁଥିପାଇଁ ଯାଜକ ଓ ଲବେୀୟମାନେ ବ୍ଯବସ୍ଥା ନିଯମାନୁୟାଯୀ କାର୍ୟ୍ଯ କରିବା ରେ ସମାନଙ୍କେର ସମସ୍ତ ସମୟ ଅତିବାହିତ କରିପାରିବେ।
4 Além disso, ordenou ao povo, moradores de Jerusalém, que contribuísse com sua parte devida aos sacerdotes e aos levitas, para que pudessem dedicar-se à Lei do Senhor .
5 ଦେଶର ଚତୁର୍ଦ୍ଦିଗର ଲୋକମାନେ ଏହି ଆଦେଶ ଶୁଣିଲେ। ଅତଏବ ଇଶ୍ରାୟେଲର ଲୋକମାନେ ସମାନଙ୍କେର ଅମଳ ହାଇେଥିବା ଖାଦ୍ୟଶସ୍ଯ, ଅଙ୍ଗୁର ରସ, ତୈଳ, ମହୁ, ଓ ସମାନଙ୍କେ କ୍ଷେତ୍ର ରେ ହେଉଥିବା ସମସ୍ତ ଫସଲର ପ୍ରଥମ ଅଂଶ ଦେଲେ। ସମାନେେ ସହେି ସମସ୍ତ ସାମଗ୍ରୀଗୁଡ଼ିକର ଦଶମାଂଶ ଆଣିଲେ, ଯେଉଁଗୁଡ଼ିକ ୟଥେଷ୍ଟ ଭାବରେ ଯୋଗାଇଲେ।
5 Logo que se divulgou esta ordem, os filhos de Israel trouxeram em abundância as primícias do cereal, do vinho, do azeite, do mel e de todo produto do campo; também os dízimos de tudo trouxeram em abundância.
6 ଇଶ୍ରାୟେଲୀୟ ଓ ୟିହୁଦୀଯ ଲୋକମାନେ, ଯେଉଁମାନେ ଯିହୁଦାର ନଗର ରେ ବାସ କରୁଥିଲେ, ସମାନଙ୍କେର ପଶୁପଲ ଓ ମଷେପଲର ମଧ୍ଯ ଦଶମାଂଶ ଆଣିଲେ। ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗୀକୃତ ପବିତ୍ର ଜିନିଷର ଏକ ଦଶମାଂଶ ଆଣିଲେ। ଏହି ସମସ୍ତ ସାମଗ୍ରୀ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ନିକଟକୁ ଆଣିଲେ। ସମାନେେ ଏହି ସମସ୍ତ ସାମଗ୍ରୀକୁ ଗଦାକରି ରଖିଲେ।
6 Os filhos de Israel e de Judá que habitavam nas cidades de Judá também trouxeram dízimos das vacas e das ovelhas e dízimos das coisas que foram consagradas ao Senhor , seu Deus; e fizeram montões e montões.
7 ଲୋକମାନେ ସହେି ସାମଗ୍ରୀଗୁଡ଼ିକୁ ତୃତୀୟମାସ ରେ ଆଣିବାକୁ ଆରମ୍ଭ କଲେ ଓ ସମାନେେ ସହେି ବସ୍ତୁସବୁ ସପ୍ତମ ମାସ ରେ ସଂଗ୍ରହ କରି ରଖିବା ଶଷେ କଲେ।
7 No terceiro mês, começaram a fazer os primeiros montões; e, no sétimo mês, acabaram.
8 ଯେତବେେଳେ ହିଜକିଯ ଓ ନେତାମାନେ ଆସିଲେ, ସମାନେେ ସହେି ସଂଗୃହୀତ ବସ୍ତୁ ସବୁର ସ୍ତୁପସବୁ ଦେଖିବାକୁ ପାଇଲେ। ସମାନେେ ସଦାପ୍ରଭୁଙ୍କର ଓ ତାଙ୍କର ଲୋକ, ଇଶ୍ରାୟେଲର ଲୋକମାନଙ୍କର ପ୍ରଶଂସା କଲେ।
8 Vindo, pois, Ezequias e os príncipes e vendo aqueles montões, bendisseram ao Senhor e ao seu povo de Israel.
9 ଏହାପରେ ହିଜକିଯ, ଯାଜକ ଓ ଲବେୀୟମାନଙ୍କୁ ଏହି ସ୍ତୁପୀକୃତ ବସ୍ତୁଗୁଡ଼ିକ ବିଷଯ ରେ ପଚାରିଲେ।
9 Perguntou Ezequias aos sacerdotes e aos levitas acerca daqueles montões.
10 ସାଦୋକ୍ ବଂଶର ମୁଖ୍ଯଯାଜକ ଅସରିଯ ହିଜକିଯଙ୍କୁ କହିଲେ, ଲୋକମାନେ ଯେଉଁ ସମୟଠାରୁ ସଦାପ୍ରଭୁଙ୍କ ଗୃହକୁ ଉପହାରସବୁ ଆଣିବା ଆରମ୍ଭ କଲେ, ସହେି ସମୟଠାରୁ ଆମ୍ଭମାନେେ ପ୍ରଚୁର ଖାଦ୍ୟ ଭୋଜନ କରିବାକୁ ପାଉଅଛୁ। ଆମ୍ଭମାନଙ୍କ ଉଦର ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଆମ୍ଭମାନେେ ଭୋଜନ କରିସାରିଲୁଣି ଓ ଆହୁରି ପ୍ରଚୁର ବଳି ପଡ଼ିଅଛି ! ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି। ସେଥିନିମନ୍ତେ ଆମ୍ଭମାନଙ୍କର ଏତେ ଖାଦ୍ୟ ବଳିପଡ଼ୁଅଛି।
10 Então, o sumo sacerdote Azarias, da casa de Zadoque, lhe respondeu: Desde que se começou a trazer à Casa do Senhor estas ofertas, temos comido e nos temos fartado delas, e ainda há sobra em abundância; porque o Senhor abençoou ao seu povo, e esta grande quantidade é o que sobra.
11 ଏହାପରେ ହିଜକିଯ, ଯାଜକମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଭଣ୍ଡାରଘର ସବୁ ପ୍ରସ୍ତୁତ କରିବାକୁ କହିଲେ। ତେଣୁ ଏହିପରି କରାଗଲା।
11 Então, ordenou Ezequias que se preparassem depósitos na Casa do Senhor .
12 ଏହାପରେ ଯାଜକମାନେ ନବୈେଦ୍ଯ ଦଶମାଂଶ ଓ ଅନ୍ଯାନ୍ଯ ବସ୍ତୁସବୁ ଆଣିଲେ, ଯେଉଁଗୁଡ଼ିକ କବଳେ ସଦାପ୍ରଭୁଙ୍କୁ ଦିଆୟିବା ନିମନ୍ତେ ଉଦ୍ଦିଷ୍ଟ ଥିଲା, ସହେି ସମସ୍ତ ସଂଗୃହୀତ ବସ୍ତୁ ମନ୍ଦିର ମଧ୍ଯସ୍ଥ ଭଣ୍ଡାର ଘରମାନଙ୍କ ରେ ରଖାଗଲା। ଲବେୀୟ କନାନିଯ ସହେି ସମସ୍ତ ସଂଗୃହୀତ ବସ୍ତୁର ଦାଯିତ୍ବ ରେ ଥିଲେ, ଶିମିଯି ଦ୍ବିତୀୟ ରେ ଏହି ଦାଯିତ୍ବ ରେ ଥିଲେ। ଶିମିଯି କନାନିଯଙ୍କ ଭ୍ରାତା ଥିଲେ।
12 Uma vez preparados, recolheram neles fielmente as ofertas, os dízimos e as coisas consagradas; disto era intendente Conanias, o levita, e Simei, seu irmão, era o segundo.
13 କନାନିଯ ଓ ତାଙ୍କର ଭୟାତା ଶିମିଯି ଏହି ଲୋକମାନଙ୍କର ତତ୍ତ୍ବାବଧାରକ ଥିଲେ : ୟିହୀଯେଲ୍, ଅସସିଯ, ନହତ୍, ଅସା ହେଲ୍, ଯିରମୋେତ୍, ୟୋଷାବଦ୍, ଇଲୀଯଲେ, ୟିଷ୍ମଖିଯ ମାହତ୍ ଓ ବନାଯ। ରାଜା ହିଜକିଯ ଓ ପରମେଶ୍ବର ମନ୍ଦିର ଦାଯିତ୍ବ ରେ ଥିବା ପଦାଧିକାରୀ ଅସରିଯ ସହେି ଲୋକମାନଙ୍କୁ ମନୋନୀତ କଲେ।
13 Jeiel, Azarias, Naate, Asael, Jerimote, Jozabade, Eliel, Ismaquias, Maate e Benaia eram superintendentes sob a direção de Conanias e Simei, seu irmão, nomeados pelo rei Ezequias e por Azarias, chefe da Casa de Deus.
14 ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନବୈେଦ୍ଯ ଦେଉଥିଲେ, କୋରି ତାହାର ଦାଯିତ୍ବ ରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାଯିତ୍ବ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ରୀକୃତ ହାଇେଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାଯିତ୍ବ ମଧ୍ଯ ତାଙ୍କର ଥିଲା। କୋରି ପୂର୍ବଦିଗ ରେ ଥିବା ଦ୍ବାରର ଦ୍ବାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲବେୀୟ ୟିମ୍ନା।
14 O levita Coré, filho de Imna e guarda da porta oriental, estava encarregado das ofertas voluntárias que se faziam a Deus, para distribuir as ofertas do Senhor e as coisas santíssimas.
15 ସେ ଏଦନ୍, ମିନ୍ଯାମୀନ, ଯଶୂେଯ, ଶମଯିଯ, ଅମରିଯ ଓ ଶିଖନିଯ କୋରିଙ୍କୁ ସାହାୟ୍ଯ କରୁଥିଲେ। ସହେି ବ୍ଯକ୍ତିମାନେ, ଯାଜକମାନେ ବାସ କରୁଥିବା ସହରଗୁଡ଼ିକରେ ବିଶ୍ବସ୍ତ ଭାବରେ ସବୋକାର୍ୟ୍ଯ କରୁଥିଲେ। ସମାନେେ ସଂଗୃହୀତ ସାମଗ୍ରୀକୁ ସମାନଙ୍କେର ଆତ୍ମୀଯ ଯାଜକମାନଙ୍କୁ ଦେଲେ, ସମାନେେ ବୃଦ୍ଧ ହୁଅନ୍ତୁ ବା ତରୁଣ।
15 Debaixo das suas ordens estavam Éden, Miniamim, Jesua, Semaías, Amarias e Secanias, nas cidades dos sacerdotes, para com fidelidade distribuírem as porções a seus irmãos, segundo os seus turnos, tanto aos pequenos como aos grandes;
16 ଏହି ବ୍ଯକ୍ତିଗଣ ଲବେୀୟ ବଂଶର ଇତିହାସ ରେ ନାମ ଲଖାେଥିବା ତିରିଶ ବର୍ଷୀଯଠାରୁ ଅଧିକ ବଯସ୍କ ପୁରୁଷଙ୍କ ଦ୍ବାରା ସଂଗୃହୀତ ବସ୍ତୁଗୁଡ଼ିକ ଦେଉଥିଲେ। ଏହି ସମସ୍ତ ପୁରୁଷମାନଙ୍କୁ ପ୍ରତ୍ଯହ ସବୋକାର୍ୟ୍ଯ କରିବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ କରିବାକୁ ପଡ଼ୁଥିଲା, ପ୍ରେତ୍ୟକକ ଦଳ ରେ ଲବେୀୟମାନଙ୍କର ସମାନଙ୍କେର ନିଜ ଦାଯିତ୍ବ ରହିଥିଲା।
16 exceto aos que estavam registrados nas genealogias dos homens, de três anos para cima, e que entravam na Casa do Senhor , para a obra de cada dia pelo seu ministério nos seus cargos, segundo os seus turnos.
17 ଯାଜକମାନଙ୍କୁ ସମାନଙ୍କେର ସଂଗୃହୀତ ବସ୍ତୁର ଅଂଶ ଦଆଯାଉ ଥିଲା। ଏହିସବୁ ବିଭିନ୍ନ ବଂଶରୁ, ଯେଉଁ ଅନୁୟାଯୀ ବଂଶ ଇତିହାସ ରେ ତାଲିକାଭୁକ୍ତ ହାଇେଛନ୍ତି, ତହିଁନୁୟାଯୀ କରାଯାଉଥିଲା। କୋଡ଼ିଏ ବଯସ୍କ ଓ ତଦୁଦ୍ଧର୍‌ବ ବଯସର ଲବେୀୟମାନେ ସମାନଙ୍କେର ସଂଗୃହୀତ ଅଂଶ ପାଉଥିଲେ। ଏହା ସମାନଙ୍କେର ଦାଯିତ୍ବ ଓ ସମାନଙ୍କେର ଦଳାନୁୟାଯୀ ନିରୂପଣ କରାଯାଉଥିଲା।
17 Quanto ao registro dos sacerdotes, foi ele feito segundo as suas famílias, e o dos levitas de vinte anos para cima foi feito segundo os seus cargos nos seus turnos.
18 ଲବେୀୟ ଶିଶୁ, ସ୍ତ୍ରୀ, ପୁତ୍ର ଓ କନ୍ଯାଗଣ ମଧ୍ଯ ଏହି ସଂଗୃହୀତ ବସ୍ତୁର ଅଂଶ ଲାଭ କରୁଥିଲେ। ଯେଉଁ ଲବେୀୟମାନେ ବଂଶର ଇତିହାସ ରେ ତାଲିକାଭୁକ୍ତ ହାଇେଥିଲେ, ସମାନଙ୍କେ ନିମନ୍ତେ ଏହିପରି କରାଯାଉ ଥିଲା। କାରଣ ଲବେୀୟମାନେ ସର୍ବଦା ସବୋକାର୍ୟ୍ଯ ନିମନ୍ତେ ନିଜକୁ ପବିତ୍ର ଓ ପ୍ରସ୍ତୁତ କରି ରଖୁଥିଲେ।
18 Deles, foram registrados as crianças, as mulheres, os filhos e as filhas, uma grande multidão, porque com fidelidade se houveram santamente com as coisas sagradas.
19 ଲବେୀୟମାନେ ଯେଉଁ ସହର ରେ ବାସ କରୁଥିଲେ, ତାହା ନିକଟରେ ହାରୋଣଙ୍କ ବଂଶଧର କେତଜେଣ ଯାଜକଙ୍କର ଶସ୍ଯକ୍ଷତେ ଥିଲା। ଆଉ ହାରୋଣଙ୍କର କେତଜେଣ ବଂଶଧର ମଧ୍ଯ ସହରମାନଙ୍କ ରେ ବାସ କରୁଥିଲେ। ହାରୋଣଙ୍କର ଏହି ବଂଶଧରମାନଙ୍କୁ ସଂଗୃହୀତ ଦ୍ରବ୍ଯରୁ ଅଂଶ ଦବୋ ନିମନ୍ତେ ଏହି ପ୍ରେତ୍ୟକକ ସହରର ଲୋକମାନଙ୍କୁ ସମାନଙ୍କେ ନାମ ଦ୍ବାରା ମନୋନୀତ କରାଯାଉ ଥିଲା। ଲବେୀୟମାନଙ୍କ ବଂଶର ଇତିହାସ ରେ ନାମଭୁକ୍ତ କରାୟାଇଥିବା ସମସ୍ତ ପୁରୁଷ ଓ ଅନ୍ୟମାନେ ସଂଗୃହୀତ ଦ୍ରବ୍ଯର ଅଂଶ ଲାଭ କରୁଥିଲେ।
19 Dentre os sacerdotes, filhos de Arão, que moravam nos campos dos arredores das suas cidades, havia, em cada cidade, homens que foram designados nominalmente para distribuírem as porções a todo homem entre os sacerdotes e a todos os levitas que foram registrados.
20 ଅତଏବ ରାଜା ହିଜକିଯ ଯିହୁଦା ରେ ଏହି ସମସ୍ତ ଉତ୍ତମ କାର୍ୟ୍ଯ କଲେ। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦୃଷ୍ଟି ରେ ଉତ୍ତମ ଓ ଯଥାର୍ଥ କର୍ମ କଲେ ଓ ବିଶ୍ବସ୍ତ ଥିଲେ।
20 Assim fez Ezequias em todo o Judá; fez o que era bom, reto e verdadeiro perante o Senhor , seu Deus.
21 ଯେଉଁ ପ୍ରେତ୍ୟକକ କାର୍ୟ୍ଯ ସେ ଆରମ୍ଭ କଲେ, ଯଥା :- ପରମେଶ୍ବରଙ୍କ ମନ୍ଦିରର ସବୋକାର୍ୟ୍ଯ ଓ ବ୍ଯବସ୍ଥା ନିଯମ ଓ ଆଦେଶର ବାଧ୍ଯ ହବୋ ଏବଂ ତାଙ୍କର ପରମେଶ୍ବରଙ୍କର ଅନୁଗମନ କରିବା ରେ ସେ ସଫଳ ହେଲେ। ହିଜକିଯ ଏହି ସମସ୍ତ ବିଷଯ ତାଙ୍କର ହୃଦଯର ସହିତ କଲେ।
21 Em toda a obra que começou no serviço da Casa de Deus, na lei e nos mandamentos, para buscar a seu Deus, de todo o coração o fez e prosperou.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Crônicas 31, comparar traduções ou montar um estudo — tudo direto pelo WhatsApp.