2 Crônicas 36
Oriya Bible (GL_ORIYA) vs ARC
1 ଯିହୁଦାର ଲୋକମାନେ ଯିହାୟୋଦାରହସ୍ଙ୍କୁ ୟିରୁଶାଲମ ରେ ନୂତନ ରାଜା ରୂପେ ମନୋନୀତ କଲେ। ୟିହୋଯାହସ୍ ଯୋଶିୟଯଙ୍କ ପୁତ୍ର ଥିଲେ।
1 Então, o povo da terra tomou a Joacaz, filho de Josias, e o fez rei em lugar de seu pai, em Jerusalém.
2 ଯିହାୟୋଦାରହସ୍ ଯିହୁଦାର ରାଜା ହବୋ ସମୟରେ ତଇେଶ ବର୍ଷ ବଯସ୍କ ହାଇେଥିଲେ। ସେ ତିନିମାସ ପର୍ୟ୍ଯନ୍ତ ୟିରୁଶାଲମ ରେ ରାଜା ହାଇେଥିଲେ।
2 Era Joacaz da idade de vinte e três anos quando começou a reinar e três meses reinou em Jerusalém.
3 ଏହାପରେ ମିଶରର ରାଜା ଯିହାୟୋଦାରହସ୍ଙ୍କୁ ୟିରୁଶାଲମରୁ ଗାଦିଚ୍ଯୁତ କଲେ। ସେ 100 ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଜୋରିମାନା ରୂପେ ସଂଗ୍ରହ କଲେ।
3 Porque o rei do Egito o depôs em Jerusalém e condenou a terra à contribuição de cem talentos de prata e um talento de ouro.
4 ମିଶରର ରାଜା ଯିହାୟୋଦାରହସ୍ଙ୍କ ଭ୍ରାତା ଇଲୀଯାକୀମଙ୍କୁ ଯିହୁଦା ଓ ୟିରୁଶାଲମର ନୂତନ ରାଜା କଲେ। ଏହାପରେ ମିଶରର ରାଜା ଇଲୀଯାକୀମ୍ଙ୍କର ନାମକୁ ପରିବର୍ତ୍ତନ କରି ଯିହାୟୋଦାରକୀମ୍ ଦେଲେ। କିନ୍ତୁ ନଖୋ ଯିହାୟୋଦାରକୀମ୍ର ଭାଇ ଯିହାୟୋଦାରହସ୍ଙ୍କୁ ମିଶରକୁ ନଇଗେଲେ।
4 E o rei do Egito pôs a Eliaquim, irmão de Joacaz, rei sobre Judá e Jerusalém e mudou-lhe o nome para Jeoaquim; mas a seu irmão Joacaz tomou Neco e levou-o para o Egito.
5 ଯିହାୟୋକୀମ୍ ଯିହୁଦାର ନୂତନ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ଏଗାର ବର୍ଷ ପର୍ୟ୍ଯନ୍ତ ୟିରୁଶାଲମର ରାଜା ଥିଲେ। ଯିହାୟୋଦାରକୀମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।
5 Era Jeoaquim de vinte e cinco anos de idade quando começou a reinar e onze anos reinou em Jerusalém; e fez o que era mau aos olhos do Senhor , seu Deus.
6 ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦାକୁ ଆକ୍ରମଣ କଲେ। ସେ ଯିହାୟୋଦାରକୀମ୍ଙ୍କୁ ବନ୍ଦୀ କରି ନେଲେ ଓ ତାଙ୍କ ଉପରେ ପିତ୍ତଳର ଜଞ୍ଜିର ପକାଇଲେ। ଏହାପରେ ନବୂଖଦ୍ନିତ୍ସର ରାଜା ଯିହାୟୋଦାରକୀମଙ୍କୁ ବାବିଲକୁ ନଇଗେଲେ।
6 Subiu, pois, contra ele Nabucodonosor, rei da Babilônia e o amarrou com cadeias, para o levar à Babilônia.
7 ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରରୁ କେତକେ ଦ୍ରବ୍ଯ ନଇଗେଲେ। ସେ ସହେି ବସ୍ତୁଗୁଡ଼ିକୁ ବାବିଲକୁ ନଇଗେଲେ ଓ ସଗେୁଡ଼ିକୁ ନଇେ ନିଜ ଗୃହ ରେ ରଖିଲେ।
7 Também alguns dos utensílios da Casa do Senhor levou Nabucodonosor para a Babilônia e pô-los no seu templo em Babilônia.
8 ଯିହାୟୋଦାରକୀମ୍ ଅନ୍ୟ ଯେଉଁ ସମସ୍ତ କାର୍ୟ୍ଯ କରିଥିଲେ, ସେ ଯେଉଁ ଭୟଙ୍କର ପାପସବୁ କରିଥିଲେ ଓ ସେ ଯେଉଁସବୁ ଦୋଷ କରିଥିଲେ, ସହେିସବୁ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲଖାୟୋଇଅଛି। ଯିହାୟୋଦାରଖୀନ୍, ଯିହାୟୋଦାରକୀମ୍ଙ୍କ ସ୍ଥାନ ରେ ନୂତନ ରାଜା ହେଲେ। ଯିହାୟୋଦାରଖୀନ୍, ଯିହାୟୋଦାରକୀମ୍ଙ୍କ ପୁତ୍ର ଥିଲେ।
8 Quanto ao mais dos atos de Jeoaquim, e às abominações que fez, e ao mais que se achou nele, eis que estão escritos no livro da história dos reis de Israel e de Judá; e Joaquim, seu filho, reinou em seu lugar.
9 ୟିହୋଯାଖୀନ୍ ଯିହୁଦାର ରାଜା ହବୋ ସମଯେ ରେ ଅଠର ବର୍ଷ ବଯସ ହାଇେଥିଲେ। ସେ ୟିରୁଶାଲମ ରେ ତିନିମାସ ଓ ଦଶ ଦିନ ପର୍ୟ୍ଯନ୍ତ ରାଜା ହାଇେଥିଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।
9 Era Joaquim da idade de oito anos quando começou a reinar e três meses e dez dias reinou em Jerusalém; e fez o que era mau aos olhos do Senhor .
10 ବସନ୍ତ ଋତୁ ରେ, ରାଜା ନବୂଖଦ୍ନିତ୍ସର ୟିହୋଯାଖୀନ୍ଙ୍କୁ ଆଣିବା ନିମନ୍ତେ କେତକେ ଭୃତ୍ଯଙ୍କୁ ପଠାଇଲେ। ସମାନେେ ଯିହାୟୋଦାରଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ଯ ଧନ ସମ୍ପତ୍ତିରୁ କିଛି ବାବିଲକୁ ନଇଗେଲେ। ନବୂଖଦ୍ନିତ୍ସରର ସିଦିକିଯଙ୍କୁ ଯିହୁଦା ଓ ୟିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିଯ ଯିହାୟୋଦାରଖୀନ୍ଙ୍କର ଜଣେ ଆତ୍ମୀଯ ଥିଲେ।
10 E, no decurso de um ano, o rei Nabucodonosor mandou que o levassem à Babilônia, com também os mais preciosos utensílios da Casa do Senhor , e pôs a Zedequias, seu irmão, rei sobre Judá e Jerusalém.
11 ସିଦିକିଯ ଯିହୁଦାର ରାଜା ହବୋ ସମୟରେ ଏକୋଇଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଏଗାର ବର୍ଷ ପର୍ୟ୍ଯନ୍ତ ରାଜା ହେଲେ।
11 Era Zedequias da idade de vinte e cinco anos quando começou a reinar e onze anos reinou em Jerusalém.
12 ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ ନାହିଁ। ଭବିଷ୍ଯତ୍ବକ୍ତା ଯିରିମିୟ ସଦାପ୍ରଭୁଙ୍କଠାରୁ ଆଗତ ବାର୍ତ୍ତାସବୁ କହିଲେ। କିନ୍ତୁ ସିଦିକିଯ ନିଜକୁ ନମ୍ର କଲେ ନାହିଁ ଓ ଯିରିମିୟ ଯେଉଁସବୁ କଥା କହିଲେ, ତାହା ମାନିଲେ ନାହିଁ।
12 E fez o que era mau aos olhos do Senhor , seu Deus; nem se humilhou perante o profeta Jeremias, que falava da parte do Senhor .
13 ସିଦିକିଯ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧ ରେ ବିଦ୍ରୋହ କଲେ। ଅତୀତ ରେ ନବୂଖଦ୍ନିତ୍ସର ସିଦିକିଯଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ବସ୍ତ ରହିବେ। ସିଦିକିଯ ପରମେଶ୍ବରଙ୍କ ନାମ ନଇେ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ବସ୍ତ ରହିବେ। କିନ୍ତୁ ସିଦିକିଯ ବଡ଼ ଦାମ୍ଭିକ ଥିଲେ ଓ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ଯ କଲେ।
13 Além disso, também se rebelou contra o rei Nabucodonosor, que o tinha ajuramentado por Deus; mas endureceu a sua cerviz e tanto se obstinou no seu coração, que se não converteu ao Senhor , Deus de Israel.
14 ଆହୁରି ମଧ୍ଯ ଯାଜକମାନଙ୍କର ନେତାଗଣ ଓ ଯିହୁଦାର ଲୋକମାନେ ଭୟଙ୍କର ପାପ କଲେ ଓ ସଦାପ୍ରଭୁଙ୍କ ନିକଟରେ ଆହୁରି ଅବିଶ୍ବସ୍ତ ହେଲେ। ସମାନେେ ଅନ୍ୟ ଦେଶମାନଙ୍କର ମନ୍ଦ ଦୃଷ୍ଟାନ୍ତକୁ ଅନୁକରଣ କଲେ। ସହେି ନେତାମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କଲେ। ସଦାପ୍ରଭୁ ୟିରୁଶାଲମର ମନ୍ଦିରକୁ ପବିତ୍ର କରିଥିଲେ।
14 Também todos os chefes dos sacerdotes e o povo aumentavam de mais em mais as transgressões, segundo todas as abominações dos gentios; e contaminaram a Casa do Senhor , que ele tinha santificado em Jerusalém.
15 ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।
15 E o Senhor , Deus de seus pais, lhes enviou a sua palavra pelos seus mensageiros, madrugando e enviando- lhos, porque se compadeceu do seu povo e da sua habitação.
16 କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।
16 Porém zombaram dos mensageiros de Deus, e desprezaram as suas palavras, e escarneceram dos seus profetas, até que o furor do Senhor subiu tanto, contra o seu povo, que mais nenhum remédio houve.
17 ତେଣୁ ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ୟୁବା ଲୋକମାନେ ମନ୍ଦିର ମଧିଅରେ ଥିଲେ ସୁଦ୍ଧା, ବାବିଲର ରାଜା ସମାନଙ୍କେୁ ହତ୍ଯା କଲେ। ସେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ୟୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ଯା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ଯା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ଯା କଲେ, ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜଯୀ କଲେ।
17 Porque fez subir contra eles o rei dos caldeus, o qual matou os seus jovens à espada, na casa do seu santuário; e não teve piedade nem dos jovens, nem das moças, nem dos velhos, nem dos decrépitos; a todos os deu nas suas mãos.
18 ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନଇଗେଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ଯ ବସ୍ତୁ ସବୁ ନଇଗେଲେ।
18 E todos os utensílios da Casa de Deus, grandes e pequenos, e os tesouros da Casa do Senhor , e os tesouros do rei e dos seus príncipes, tudo levou para a Babilônia.
19 ନବୂଖଦ୍ନିତ୍ସର ଓ ତାଙ୍କର ସୈନ୍ଯଦଳ ମନ୍ଦିରକୁ ଜ୍ବଳାଇ ଦେଲେ। ସମାନେେ ୟିରୁଶାଲମ ପ୍ରାଚୀରକୁ ଭାଙ୍ଗି ପକାଇଲେ ଓ ରାଜା ଓ ତାଙ୍କର ପଦାଧିକାରୀମାନଙ୍କର ସବୁ ଗୃହ ଜ୍ବଳାଇ ଦେଲେ। ସମାନେେ ୟିରୁଶାଲମ ରେ ଥିବା ପ୍ରେତ୍ୟକକ ବହୁମୂଲ୍ଯ ଦ୍ରବ୍ଯକୁ ନଇଗେଲେ ନଚେତ୍ ଧ୍ବଂସ କରି ଦେଲେ।
19 E queimaram a Casa de Deus, e derribaram os muros de Jerusalém, e todos os seus palácios queimaram, destruindo também todos os seus preciosos objetos.
20 ନବୂଖଦ୍ନିତ୍ସର ଅବଶିଷ୍ଟ ଜୀବିତ ଥିବା ଲୋକଙ୍କୁ ବାବିଲକୁ ନଇଗେଲେ ଓ ସମାନଙ୍କେୁ ବଳପୂର୍ବକ ଭାବରେ କ୍ରୀତଦାସ କରି ରଖିଲେ। ପାରସିକ ରାଜ୍ଯ, ବାବିଲର ରାଜ୍ଯକୁ ପରାସ୍ତ କରିବା ପର୍ୟ୍ଯନ୍ତ ସହେି ଲୋକମାନେ ବାବିଲ ରେ କ୍ରୀତଦାସରୂପେ ରହିଲେ।
20 E os que escaparam da espada levou para a Babilônia; e fizeram-se servos dele e de seus filhos, até ao tempo do reino da Pérsia,
21 ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ଯତ୍ବକ୍ତାଙ୍କ ଦ୍ବାରା ଯେଉଁ ସବୁ ବିଷଯ କହିଥିଲେ, ତାହା ପ୍ରକୃତ ରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ଯମ ରେ କହିଥିଲେ : ଏହି ସ୍ଥାନ ସତୁରି ବର୍ଷ ପର୍ୟ୍ଯନ୍ତ ଧ୍ବଂସର ସ୍ଥାନ ହାଇେ ରହିବ। କାରଣ ଲୋକମାନେ ବିଶଷେ ବିଶ୍ରାମବାର ରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲଗିରହିବ।
21 para que se cumprisse a palavra do Senhor , pela boca de Jeremias, até que a terra se agradasse dos seus sábados; todos os dias da desolação repousou, até que os setenta anos se cumpriram.
22 କୋରସ୍ ପାରସ୍ଯର ରାଜା ହାଇେଥିବାର ପ୍ରଥମ ବର୍ଷ ରେ, ସଦାପ୍ରଭୁ କୋରସ୍ଙ୍କ ଦ୍ବାରା ଏକ ବିଶଷେ ଘାଷେଣା କରାଇଲେ। ସଦାପ୍ରଭୁ ଯିରିମିୟ ଭବିଷ୍ଯତ୍ବକ୍ତାଙ୍କ ଦ୍ବାରା ଯେଉଁ ଶପଥ କରିଥିଲେ, ତାହା ଯେପରି ପ୍ରକୃତ ରେ ଘଟିବ, ସେଥିନିମନ୍ତେ ସେ ଏହିପରି କଲେ। କୋରସ୍ ତାଙ୍କ ରାଜ୍ଯର ପ୍ରେତ୍ୟକକ ସ୍ଥାନକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ସମାନେେ ଏହି ବାର୍ତ୍ତା ବହନ କରୁଥିଲେ।
22 Porém, no primeiro ano de Ciro, rei da Pérsia (para que se cumprisse a palavra do Senhor , pela boca de Jeremias), despertou o Senhor o espírito de Ciro, rei da Pérsia, o qual fez passar pregão por todo o seu reino, como também por escrito, dizendo:
23 ପାରସ୍ଯର ରାଜା କୋରସ୍ କହନ୍ତି, ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ମାେତେ ସାରା ପୃଥିବୀ ଉପରେ ରାଜା କରିଛନ୍ତି। ସେ ମାେତେ ଯିହୁଦାସ୍ଥିତ ୟିରୁଶାଲମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାର ଦାଯିତ୍ବ ଦଇେଅଛନ୍ତି। ବର୍ତ୍ତମାନ, ତୁମ୍ଭେ ଯେଉଁମାନେ ପରମେଶ୍ବରଙ୍କ ଲୋକ ଅଟ, ୟିରୁଶାଲମକୁ ଫରେି ୟିବା ନିମନ୍ତେ ସ୍ବାଧୀନ ଅଟ ଏବଂ ସଦାପ୍ରଭୁ ପରମେଶ୍ବର ତୁମ୍ଭ ପ୍ରେତ୍ୟକକଙ୍କ ସହିତ ରେ ରୁହନ୍ତୁ।
23 Assim diz Ciro, rei da Pérsia: O Senhor , Deus dos céus, me deu todos os reinos da terra e me encarregou de lhe edificar uma casa em Jerusalém, que está em Judá; quem, dentre vós é de todo o seu povo, que suba, e o Senhor , seu Deus, seja com ele.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Crônicas 36, comparar traduções ou montar um estudo — tudo direto pelo WhatsApp.