2 Crônicas 7
Oriya Bible (GL_ORIYA) vs ARA
1 ଶଲୋମନ ପ୍ରାର୍ଥନା କରିସାରିବା ପରେ ଆକାଶରୁ ଅଗ୍ନି ଆସି ହାମବେଳି ଓ ବଳିଦାନକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କ ଗୌରବ ମନ୍ଦିରକୁ ପୂର୍ଣ୍ଣ କଲା।
1 Tendo Salomão acabado de orar, desceu fogo do céu e consumiu o holocausto e os sacrifícios; e a glória do Senhor encheu a casa.
2 ସଦାପ୍ରଭୁଙ୍କ ମହିମା ମନ୍ଦିରକୁ ପୂର୍ଣ୍ଣ କରିଥିବାରୁ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ପ୍ରବେଶ କରିପାରିଲେ ନାହିଁ।
2 Os sacerdotes não podiam entrar na Casa do Senhor , porque a glória do Senhor tinha enchido a Casa do Senhor .
3 ଇଶ୍ରାୟେଲର ସମସ୍ତ ଲୋକ ସ୍ବର୍ଗରୁ ଅଗ୍ନି ପଡ଼ିବା ଦେଖିଲେ। ଇଶ୍ରାୟେଲର ଲୋକମାନେ ମନ୍ଦିର ଉପରେ ସଦାପ୍ରଭୁଙ୍କ ମହିମାକୁ ମଧ୍ଯ ଦେଖିପାରିଲେ। ସମାନେେ ଭୂମି ଉପରେ ସମାନଙ୍କେର ମୁଣ୍ଡ ନୁଆଇଁ ଭୂମିଷ୍ଠ ପ୍ରଣାମ କଲେ। ସମାନେେ ସଦାପ୍ରଭୁଙ୍କର ଉପାସନା ଓ ଧନ୍ଯବାଦ କଲେ। ସମାନେେ ଗାଇଲେ, ସଦାପ୍ରଭୁ ଉତ୍ତମ ଅଟନ୍ତି ଓ ତାଙ୍କର ଦୟା ଚିରକାଳ ନିମନ୍ତେ ଅବିରତ ରହିଥାଏ।
3 Todos os filhos de Israel, vendo descer o fogo e a glória do Senhor sobre a casa, se encurvaram com o rosto em terra sobre o pavimento, e adoraram, e louvaram o Senhor , porque é bom, porque a sua misericórdia dura para sempre.
4 ଏହାପରେ ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ସଦାପ୍ରଭୁଙ୍କ ସମ୍ମୁଖ ରେ ବଳିଦାନ ଉତ୍ସର୍ଗ କଲେ।
4 Então, o rei e todo o povo ofereceram sacrifícios diante do Senhor .
5 ରାଜା ଶଲୋମନ 22,000 ବଳଦ ଓ 1,20,000 ମେଣ୍ଢା ଉତ୍ସର୍ଗ କଲେ। ରାଜା ଓ ସମସ୍ତ ଲୋକ ପରମେଶ୍ବରଙ୍କ ମନ୍ଦିରକୁ ସମର୍ପଣ କଲେ।
5 Ofereceu o rei Salomão em sacrifício vinte e dois mil bois e cento e vinte mil ovelhas.
6 ଯାଜକମାନେ ସମାନଙ୍କେର କାର୍ୟ୍ଯ କରିବା ନିମନ୍ତେ ପ୍ରସ୍ତୁତ ହାଇେ ଠିଆ ହାଇେ ରହିଥିଲେ। ଲବେୀୟଗଣ ଯେଉଁ ବାଦ୍ଯୟନ୍ତ୍ରଗୁଡ଼ିକ ସହିତ ଠିଆ ହାଇେ ରହିଥିଲେ, ସଦାପ୍ରଭୁଙ୍କୁ ଧନ୍ଯବାଦ ଦବୋ ନିମନ୍ତେ ସହେି ବାଦ୍ଯ ୟନ୍ତ୍ରଗୁଡ଼ିକ ରାଜା ଦାଉଦଙ୍କ ଦ୍ବାରା ନିର୍ମିତ ହାଇେଥିଲା। ଯାଜକ ଓ ଲବେୀୟମାନେ କହୁଥିଲେ, ସଦାପ୍ରଭୁଙ୍କ ପ୍ ରମେ ଚିରକାଳସ୍ଥାଯୀ ଅଟେ ! ସମାନେେ ଲବେୀୟମାନଙ୍କ ଓ ଇଶ୍ରାୟେଲର ସମସ୍ତ ଲୋକମାନଙ୍କର ବିପରୀତ ଦିଗ ରେ ଠିଆ ହାଇେ ତୂରୀ ବଜାଇଲେ।
6 Assim, o rei e todo o povo consagraram a Casa de Deus. Os sacerdotes estavam nos seus devidos lugares, como também os levitas com os instrumentos músicos do Senhor , que o rei Davi tinha feito para deles se utilizar nas ações de graças ao Senhor , porque a sua misericórdia dura para sempre. Os sacerdotes que tocavam as trombetas estavam defronte deles, e todo o Israel se mantinha em pé.
7 ଶ ଲୋମନ ପ୍ରାଙ୍ଗଣର ମଧ୍ଯଭାଗ ରେ ବଦେୀକୁ ଧାର୍ମିକ କାର୍ୟ୍ଯ ପାଇଁ ସମର୍ପଣ କଲେ। ଏହି ପ୍ରାଙ୍ଗଣ ସଦାପ୍ରଭୁଙ୍କ ମନ୍ଦିରର ସମ୍ମୁଖ ରେ ଥିଲା। ସଠାେରେ ଶଲୋମନ ହାମବେଳି ଓ ସହଭାଗିତାର ନବୈେଦ୍ଯର ଚର୍ବି ଉତ୍ସର୍ଗ କଲେ। ଶଲୋମନ ପ୍ରାଙ୍ଗଣର ମଧ୍ଯଭାଗକୁ ବ୍ଯବହାର କଲେ, କାରଣ ସେ ଯେଉଁ ପିତ୍ତଳ ନିର୍ମିତ ୟଜ୍ଞବଦେୀ ନିର୍ମାଣ କରିଥିଲେ, ତାହା ହାମବେଳି, ଶସ୍ଯ ନବୈେଦ୍ଯ ଓ ଚର୍ବିକୁ ଏକା ବେଳେ ଧାରଣ କରିପାରୁ ନ ଥିଲା।
7 Salomão consagrou também o meio do átrio que estava diante da Casa do Senhor , porquanto ali prepararam os holocaustos e a gordura dos sacrifícios pacíficos; porque, no altar de bronze, que Salomão fizera, não podiam caber os holocaustos, as ofertas de manjares e a gordura dos sacrifícios pacíficos.
8 ଶ ଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ସାତଦିନ ପର୍ୟ୍ଯନ୍ତ ଭୋଜି ଉତ୍ସବ ପାଳନ କଲେ। ଶଲୋମନଙ୍କ ସହିତ ଲୋକମାନଙ୍କର ଏକ ବିରାଟ ସମାବେଶ ହେଲା। ସହେି ଲୋକମାନେ ଲିବୋ-ହମାତ୍ ଓ ମିଶରର ସୀମାରୁ ଆସିଥିଲେ।
8 Assim, celebrou Salomão a festa por sete dias, e todo o Israel, com ele, uma grande congregação, desde a entrada de Hamate até ao rio do Egito.
9 ଅଷ୍ଟମ ଦିନ ରେ ସମାନେେ ଏକ ପବିତ୍ର ସଭା କଲେ, କାରଣ ସମାନେେ ସାତଦିନ ୟଜ୍ଞବଦେୀକୁ ଉତ୍ସର୍ଗ କରିବା ରେ କଟାଇଲେ। ଆଉ ସମାନେେ ସାତଦିନ ପର୍ୟ୍ଯନ୍ତ ଭୋଜି ଉତ୍ସବ ପାଳନ କଲେ।
9 Ao oitavo dia, começaram a celebrar a Festa dos Tabernáculos, porque, por sete dias, já haviam celebrado a consagração do altar; a festa durava sete dias.
10 ସପ୍ତମ ମାସର ତଇେଶତମ ଦିନ ରେ ଶଲୋମନ ଲୋକମାନଙ୍କୁ ସମାନଙ୍କେ ଗୃହମାନଙ୍କୁ ପଠାଇ ଦେଲେ। ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ ଓ ସମାନଙ୍କେ ହୃଦଯ ଆନନ୍ଦ ରେ ପୂର୍ଣ୍ଣ ଥିଲା, କାରଣ ସଦାପ୍ରଭୁ ଦାଉଦ, ଶଲୋମନ ଓ ତାଙ୍କ ଲୋକ ଇଶ୍ରାୟେଲ ପ୍ରତି ଅତ୍ଯନ୍ତ ମଙ୍ଗଳମଯ ହାଇେଥିଲେ।
10 No vigésimo terceiro dia do sétimo mês, o rei despediu o povo para as suas tendas; e todos se foram alegres e de coração contente por causa do bem que o Senhor fizera a Davi, a Salomão e a Israel, seu povo.
11 ଶଲୋମନ ସଦାପ୍ରଭୁଙ୍କ ମନ୍ଦିର ଓ ରାଜାଙ୍କ ଗୃହକୁ ସମାପ୍ତ କଲେ। ସଦାପ୍ରଭୁଙ୍କ ମନ୍ଦିର ଓ ତାଙ୍କ ସ୍ବଗୃହ ନିମନ୍ତେ ଶଲୋମନ ଯେଉଁ ସମସ୍ତ ଯୋଜନା କରିଥିଲେ, ସହେି ସମସ୍ତ ବିଷଯ ସମ୍ପୂର୍ଣ୍ଣ କରିବା ରେ ସଫଳ ହେଲା।
11 Assim, Salomão acabou a Casa do Senhor e a casa do rei; tudo quanto Salomão intentou fazer na Casa do Senhor e na sua casa, prosperamente o efetuou.
12 ଏହାପରେ ସଦାପ୍ରଭୁ ରାତ୍ରି ସମୟରେ ଶଲୋମନଙ୍କ ନିକଟକୁ ଆସିଲେ। ସଦାପ୍ରଭୁ ତାଙ୍କୁ କହିଲେ, ଶଲୋମନ, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଏବଂ ଆମ୍ଭେ ଏହି ସ୍ଥାନକୁ ମନ୍ଦିର ରୂପେ ମନୋନୀତ କରିଅଛୁ। ଯେଉଁଠା ରେ ଲୋକମାନେ ମାେତେ ନବୈେଦ୍ଯ ଉତ୍ସର୍ଗ କରିପାରିବେ।
12 De noite, apareceu o Senhor a Salomão e lhe disse: Ouvi a tua oração e escolhi para mim este lugar para casa do sacrifício.
13 ଯେତବେେଳେ ଆମ୍ଭେ ଆକାଶ ରୁଦ୍ଧ କରୁ, ବର୍ଷା ହୁଏ ନାହିଁ, କି ଆମ୍ଭେ ପଙ୍ଗପାଳମାନଙ୍କୁ ଦେଶ ବିନାଶ କରିବାକୁ ଆଦେଶ ଦେଉ ଅବା ଆମ୍ଭେ ଆମ୍ଭର ଲୋକମାନଙ୍କ ନିକଟକୁ ରୋଗ ପ୍ ରରଣେ କରୁ,
13 Se eu cerrar os céus de modo que não haja chuva, ou se ordenar aos gafanhotos que consumam a terra, ou se enviar a peste entre o meu povo;
14 ସେତବେେଳେ ଯଦି ଆମ୍ଭ ନାମ ରେ ନାମିତ ଲୋକମାନେ ନମ୍ର ହବେେ ଓ ପ୍ରାର୍ଥନା କରିବେ ଓ ଆମ୍ଭକୁ ଖାଜେିବେ, ଆଉ ସମାନଙ୍କେର ମନ୍ଦ ପଥରୁ ଫରେିଆସିବେ, ସେତବେେଳେ ଆମ୍ଭେ ସ୍ବର୍ଗରୁ ସମାନଙ୍କେର ପ୍ରାର୍ଥନା ଶୁଣିବା। ଆଉ, ଆମ୍ଭେ ସମାନଙ୍କେର ମନ୍ଦ ପଥରୁ ଫରେି ଆସିବେ, ସେତବେେଳେ ଆମ୍ଭେ ସ୍ବର୍ଗରୁ ସମାନଙ୍କେର ପ୍ରାର୍ଥନା ଶୁଣିବା। ଆଉ, ଆମ୍ଭେ ସମାନଙ୍କେର ପାପସବୁ କ୍ଷମା କରିବା ଓ ଆମ୍ଭେ ସମାନଙ୍କେର ଦେଶକୁ ସୁସ୍ଥ କରିବା।
14 se o meu povo, que se chama pelo meu nome, se humilhar, e orar, e me buscar, e se converter dos seus maus caminhos, então, eu ouvirei dos céus, perdoarei os seus pecados e sararei a sua terra.
15 ବର୍ତ୍ତମାନ, ଆମ୍ଭର ଚକ୍ଷୁ ଉନ୍ମୁକ୍ତ ହବେ ଓ ଏହି ସ୍ଥାନ ରେ ଯେଉଁସବୁ ପ୍ରାର୍ଥନା କରାୟିବ, ତାହାକୁ ଆମ୍ଭର କର୍ଣ୍ଣ ଧ୍ଯାନପୂର୍ବକ ଶୁଣିବ।
15 Estarão abertos os meus olhos e atentos os meus ouvidos à oração que se fizer neste lugar.
16 ଆମ୍ଭେ ଏହି ମନ୍ଦିରକୁ ମନୋନୀତ କରୁଅଛୁ ଏବଂ ଆମ୍ଭ ନାମ ଯେପରି ଚିରକାଳ ନିମନ୍ତେ ଏହି ସ୍ଥାନ ରେ ରହିବ, ସେଥିନିମନ୍ତେ ଆମ୍ଭେ ଏହାକୁ ପବିତ୍ର କରିଅଛୁ। ହଁ, ଆମ୍ଭ ଚକ୍ଷୁ ଓ ହୃଦଯ ଏହି ମନ୍ଦିର ରେ ସଦାସର୍ବଦା ରହିବ।
16 Porque escolhi e santifiquei esta casa, para que nela esteja o meu nome perpetuamente; nela, estarão fixos os meus olhos e o meu coração todos os dias.
17 ବର୍ତ୍ତମାନ ହେ ଶଲୋମନ, ତୁମ୍ଭେ ତୁମ୍ଭର ପିତା ଦାଉଦଙ୍କ ତୁଲ୍ଯ ଯଦି ଆମ୍ଭ ସମ୍ମୁଖ ରେ ଜୀବନୟାପନ କରିବ ଓ ଆମ୍ଭେ ଯେ ସମସ୍ତ ଆଦେଶ ଦଇେଅଛୁ, ତାହାସବୁ ମାନିବ ଏବଂ ଯଦି ତୁମ୍ଭେ ଆମ୍ଭର ସମସ୍ତ ନିଯମ ଓ ନୀତି ପାଳନ କରିବ,
17 Quanto a ti, se andares diante de mim, como andou Davi, teu pai, e fizeres segundo tudo o que te ordenei, e guardares os meus estatutos e os meus juízos,
18 ତା' ହେଲେ ଆମ୍ଭେ ତୁମ୍ଭର ରାଜ୍ଯକୁ ମହାନ୍ କରିବା। ଆମ୍ଭେ ତୁମ୍ଭର ପିତା ଦାଉଦଙ୍କ ସହିତ ଏହି ଚୁକ୍ତି କରିଥିଲୁ। ଆମ୍ଭେ ତାଙ୍କୁ କହିଥିଲୁ, ଦାଉଦ, ତୁମ୍ଭ ବଂଶରୁ ସର୍ବଦା ଜଣେ ବ୍ଯକ୍ତି ଇଶ୍ରାୟେଲର ରାଜା ହବେ।'
18 também confirmarei o trono do teu reino, segundo a aliança que fiz com Davi, teu pai, dizendo: Não te faltará sucessor que domine em Israel.
19 କିନ୍ତୁ ଯଦି ତୁମ୍ଭେ ଆମ୍ଭେ ଦଇେଥିବା ଆଦେଶ ଓ ବ୍ଯବସ୍ଥାକୁ ବାଧ୍ଯ ହବେ ନାହିଁ, ଏବଂ ଯଦି ତୁମ୍ଭେ ଅନ୍ୟ ଦବେତାମାନଙ୍କର ସବୋ ଓ ଉପାସନା କରିବ,
19 Porém, se vós vos desviardes, e deixardes os meus estatutos e os meus mandamentos, que vos prescrevi, e fordes, e servirdes a outros deuses, e os adorardes,
20 ତବେେ ଆମ୍ଭେ ଇଶ୍ରାୟେଲର ଲୋକଙ୍କୁ ଯେଉଁ ଦେଶ ଦଇେଅଛୁ, ଆମ୍ଭର ସହେି ଦେଶରୁ ସମାନଙ୍କେୁ ବାହାର କରିଦବୋ। ଆଉ ଆମ୍ଭେ ଆମ୍ଭର ନାମ ନିମନ୍ତେ ପବିତ୍ର କରିଥିବା ଏହି ମନ୍ଦିରକୁ ପରିତ୍ଯାଗ କରିବା। ଆମ୍ଭେ ଏହି ମନ୍ଦିରକୁ ଏପ୍ରକାର କରିବି ଯେ, ସବୁ ଜାତିର ଲୋକମାନେ ଏହାକୁ ତାଚ୍ଛଲ୍ଯ କରିବେ।
20 então, vos arrancarei da minha terra que vos dei, e esta casa, que santifiquei ao meu nome, lançarei longe da minha presença, e a tornarei em provérbio e motejo entre todos os povos.
21 ଉଚ୍ଚସମ୍ମାନ ପ୍ରାପ୍ତ ଏହି ମନ୍ଦିର ପାଶର୍ବ ଦଇେ ଯାଉଥିବା ପ୍ରେତ୍ୟକକ ବ୍ଯକ୍ତି ଆଶ୍ଚର୍ୟ୍ଯାନ୍ବିତ ହବେେ। ସମାନେେ କହିବେ, 'ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ମନ୍ଦିର ପ୍ରତି ଏ ପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ ?'
21 Desta casa, agora tão exaltada, todo aquele que por ela passar pasmará e dirá: Por que procedeu o Senhor assim para com esta terra e esta casa?
22 ତବେେ ଲୋକମାନେ ଉତ୍ତର ଦଇେ କହିବେ, 'କାରଣ ଲୋକମାନେ ସହେି ସଦାପ୍ରଭୁ ପରମେଶ୍ବରଙ୍କୁ ପରିତ୍ଯାଗ କଲେ, ଯାହାଙ୍କୁ ସମାନଙ୍କେର ପୂର୍ବପୁରୁଷମାନେ ମାନୁଥିଲେ। ସହେି ପରମେଶ୍ବର ହିଁ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଥିଲେ। କିନ୍ତୁ ଇସ୍ରାଯଲରେ ଲୋକମାନେ ଅନ୍ୟ ଲୋକମାନଙ୍କର ଦବେତାମାନଙ୍କୁ ଗ୍ରହଣ କଲେ। ସମାନେେ ଅନ୍ୟ ଦବେତାମାନଙ୍କର ଉପାସନା ଓ ସବୋ କଲେ। ଏଥି ନିମନ୍ତେ ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କ ଉପରେ ଏପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ।
22 Responder-se-lhe-á: Porque deixaram o Senhor , o Deus de seus pais, que os tirou da terra do Egito, e se apegaram a outros deuses, e os adoraram, e os serviram. Por isso, trouxe sobre eles todo este mal.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Crônicas 7, comparar traduções ou montar um estudo — tudo direto pelo WhatsApp.