2 Crônicas 8

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ସଦାପ୍ରଭୁଙ୍କ ମନ୍ଦିର ଓ ନିଜର ଗୃହ ନିର୍ମାଣ କରିବା ନିମନ୍ତେ ଶଲୋମନଙ୍କୁ 20 ବର୍ଷ ଲାଗିଲା।
1 E sucedeu, ao fim de vinte anos, nos quais Salomão edificou a casa do SENHOR, e a sua própria casa,
2 ଏହାପରେ ହୂରମ ରାଜା ଦଇେଥିବା ସହରଗୁଡ଼ିକୁ ଶଲୋମନ ଆଉଥରେ ନିର୍ମାଣ କଲେ। ଆଉ ଶଲୋମନ ଏହି ସହରଗୁଡ଼ିକରେ ବାସ କରିବା ନିମନ୍ତେ କିଛି ଇଶ୍ରାୟେଲୀୟ ଲୋକଙ୍କୁ ଅନୁମତି ଦେଲେ।
2 Que Salomão edificou as cidades que Hirão lhe tinha dado; e fez habitar nelas os filhos de Israel.
3 ଏହାପରେ ଶଲୋମନ ସୋବାସ୍ଥିତ ହମାତ୍କୁ ଗଲେ ଓ ତାହାକୁ ଅଧିକାର କଲେ।
3 Depois foi Salomão a Hamate-Zobá, e a tomou.
4 ଶଲୋମନ ମଧ୍ଯ ମରୁଭୂମି ମଧିଅରେ ତଦ୍ ମାେର୍ ସହର ନିର୍ମାଣ କଲେ। ସେ ପ୍ରତିରକ୍ଷା ନିମନ୍ତେ ହମାତ୍ ରେ ସମସ୍ତ ସହର ନିର୍ମାଣ କଲେ।
4 Também edificou a Tadmor no deserto, e todas as cidades de provisões, que edificou em Hamate.
5 ଶଲୋମନ ଉର୍ଦ୍ଧ୍ବସ୍ଥ ବୈଥ୍ହାରେଣ୍ ଓ ନୀଚ୍ଚସ୍ଥ ବୈଥହାରଣରେ ସହରଗୁଡ଼ିକୁ ଆଉଥରେ ନିର୍ମାଣ କଲେ। ସେ ଏହି ସହରଗୁଡ଼ିକୁ ଦୃଢ଼ ଦୁର୍ଗ ରେ ପରିଣତ କଲେ। ସହେି ସହରଗୁଡ଼ିକରେ ଅତି ସୁଦୃଢ଼ ପ୍ରାଚୀର, ଦ୍ବାର ଓ ଦ୍ବାରଗୁଡ଼ିକରେ ଦୃଢ଼ ଅର୍ଗଳ ଥିଲା।
5 Edificou também a alta Bete-Horom, e a baixa Bete-Horom; cidades fortes, com muros, portas e ferrolhos;
6 ଏବଂ ଶଲୋମନ ବାଲତ୍ ସହର ଓ ଅନ୍ୟ ନଗରଗୁଡ଼ିକୁ ସୁଦୃଢ଼ କରିଥିଲେ, ଯେଉଁଠା ରେ ସେ ସୈନ୍ଯମାନଙ୍କ ଛାଉଣୀ ପକାଇଥିଲେ। ସେ ଆହୁରି ଅନକେ ନଗରସବୁ ନିର୍ମାଣ କଲେ, ଯେଉଁଠା ରେ ୟୁଦ୍ଧରଥ ସବୁ ରଖା ଯାଉଥିଲା ଓ ଅଶ୍ବାରୋହୀମାନେ ବାସ କରୁଥିଲେ। ଶଲୋମନ ୟିରୁଶାଲମ, ଲିବାନୋନ ରେ ଓ ସେ ରାଜା ଥିବା ସମସ୍ତ ଦେଶ ରେ ଯାହା ନିର୍ମାଣ କରିବାକୁ ଚାହିଁଲେ, ତାହା ନିର୍ମାଣ କଲେ।
6 Como também a Baalate, e todas as cidades de provisões, que Salomão tinha, e todas as cidades dos carros e as cidades dos cavaleiros; e tudo quanto, conforme ao seu desejo, Salomão quis edificar em Jerusalém, e no Líbano, e em toda a terra do seu domínio.
7 ସଠାେରେ ହିତ୍ତୀଯ, ଇମାରେୀୟ, ପରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ବାସ କରୁଥିଲେ। ସମାନେେ ଇଶ୍ରାୟେଲୀୟ ନୁହଁନ୍ତି।
7 Quanto a todo o povo, que tinha ficado dos heteus, amorreus, perizeus, heveus e jebuseus, que não eram de Israel,
8 ସମାନେେ ସହେି ଲୋକମାନଙ୍କର ଭବିଷ୍ଯତ ବଂଶଧର, ଯେଉଁମାନେ ସେ ପର୍ୟ୍ଯନ୍ତ ସହେି ଭୂମିରେ ଥିଲେ ଏବଂ ଇଶ୍ରାୟେଲ ଲୋକମାନଙ୍କ ଦ୍ବାରା ବଧ କରାୟାଇ ନ ଥିଲେ। ଶଲୋମନ ସହେି ବିଦେଶୀମାନଙ୍କୁ କ୍ରୀତଦାସ ଭାବରେ କାମ କରିବାକୁ ବାଧ୍ଯ କଲେ। ସମାନେେ ଆଜି ପର୍ୟ୍ଯନ୍ତ କ୍ରୀତଦାସ ଅଛନ୍ତି।
8 Dos seus filhos, que ficaram depois deles na terra, os quais os filhos de Israel não destruíram, Salomão os fez tributários, até ao dia de hoje.
9 ଶଲୋମନ ଇଶ୍ରାୟେଲର ଲୋକମାନଙ୍କୁ କ୍ରୀତଦାସ ହବୋ ନିମନ୍ତେ ବାଧ୍ଯ କଲେ ନାହିଁ। ଇଶ୍ରାୟେଲର ଲୋକମାନେ ଶଲୋମନଙ୍କର ଦୁର୍ଦ୍ଦଷ ଯୋଦ୍ଧା ଥିଲେ। ସମାନେେ ଶ ଲୋମନଙ୍କର ସାମରିକ ବାହିନୀର ପଦାଧିକାରୀ ଥିଲେ। ସମାନେେ ଶଲୋମନଙ୍କର ୟୁଦ୍ଧ ରଥର ସନୋପତି ଥିଲେ।
9 Porém, dos filhos de Israel, Salomão não fez servos para sua obra (mas eram homens de guerra, chefes dos seus capitàes, e capitàes dos seus carros e cavaleiros),
10 ଆଉ, ଇଶ୍ରାୟେଲର କିଛି ଲୋକଙ୍କୁ ଶ୍ରମିକମାନଙ୍କ କାର୍ୟ୍ଯ ତଦାରଖ କରିବା ପାଇଁ ନିୟୁକ୍ତ କରିଥିଲେ। ସଠାେରେ 250 ଜଣ ତଦାରଖକାରୀ ଥିଲେ।
10 Destes, pois, eram os chefes dos oficiais que o rei Salomão tinha, duzentos e cinqüenta, que presidiam sobre o povo.
11 ଶଲୋମନ ଦାଉଦଙ୍କ ନଗରରୁ ଫାରୋଙ୍କର କନ୍ଯାଙ୍କୁ ତାଙ୍କ ନିମନ୍ତେ ସେ ନିର୍ମିତ କରିଥିବା ଗୃହକୁ ଆଣିଲେ। ଶଲୋମନ କହିଲେ, ମାରେ ସ୍ତ୍ରୀ ଇଶ୍ରାୟେଲର ରାଜା ଦାଉଦଙ୍କ ଗୃହ ରେ ବାସ କରିବ ନାହିଁ ାକାରଣ ଯେଉଁ ସ୍ଥାନ ରେ ସଦାପ୍ରଭୁ ପରମେଶ୍ବରଙ୍କର ବିଶଷେ ସିନ୍ଦୁକ ଥିଲା, ତାହା ପବିତ୍ର ସ୍ଥାନ ଅଟେ।
11 E Salomão fez subir a filha de Faraó da cidade de Davi para a casa que lhe tinha edificado; porque disse: Minha mulher não morará na casa de Davi, rei de Israel, porquanto santos são os lugares nos quais entrou a arca do Senhor.
12 ଏହାପରେ ଶଲୋମନ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସଦାପ୍ରଭୁଙ୍କ ନିକଟରେ ହାମବେଳି ଉତ୍ସର୍ଗ କଲେ। ଶଲୋମନ ମନ୍ଦିରର ବାରଣ୍ଡା ସମ୍ମୁଖ ରେ ସହେି ବଳିବଦେୀ ନିର୍ମାଣ କରିଥିଲେ।
12 Então Salomão ofereceu holocaustos ao Senhor, sobre o altar do Senhor, que tinha edificado diante do pórtico,
13 ମାଶାେ ଯେଉଁ ପ୍ରକାର ଆଦେଶ ଦଇେଥିଲେ, ଶଲୋମନ ସହେି ପ୍ରକା ରେ ପ୍ରେତ୍ୟକକ ଦିନ ବଳି ଉତ୍ସର୍ଗ କଲେ। ବିଶ୍ରାମବାର, ଅମାବାସ୍ଯା ଉତ୍ସବ ଓ ତ୍ରଯବାର୍ଷିକ ଛୁଟିଦିବସ ଗୁଡ଼ିକରେ ବଳି ଉତ୍ସର୍ଗ କରାଯାଉ ଥିଲା। ଏହି ତ୍ରଯବାର୍ଷିକ ଛୁଟିଦିବସଗୁଡ଼ିକ ଥିଲା ବିନା ଖମୀରର ତାଡ଼ିଶୂନ୍ଯ ରୋଟୀର ପର୍ବ, ସପ୍ତାହବ୍ଯାପି ପର୍ବ ଓ ଆଶ୍ରଯଦାୟକ ପର୍ବ।
13 E isto segundo a ordem de cada dia, fazendo ofertas conforme o mandamento de Moisés, nos sábados e nas luas novas, e nas solenidades, três vezes no ano; na festa dos pães ázimos, na festa das semanas, e na festa das tendas.
14 ଶଲୋମନ ତାଙ୍କ ପିତା ଦାଉଦଙ୍କର ଦତ୍ତ ନିର୍ଦ୍ଦଶାେବଳିକୁ ପାଳନ କଲେ। ଶଲୋମନ ଯାଜକମାନଙ୍କର ଦଳକୁ ସମାନଙ୍କେର ସବୋକାର୍ୟ୍ଯ ନିମନ୍ତେ ମନୋନୀତ କଲେ। ଶଲୋମନ ଲବେୀୟମାନଙ୍କୁ ମଧ୍ଯ ସମାନଙ୍କେର ସବୋକାର୍ୟ୍ଯ ନିମନ୍ତେ ମନୋନୀତ କଲେ। ଲବେୀୟମାନଙ୍କର କାର୍ୟ୍ଯ ଥିଲା ପ୍ରଶଂସା ଗାନ ରେ ନତେୃତ୍ବ ଦବୋ ଓ ମନ୍ଦିରର ସବୋକାର୍ୟ୍ଯ ନିମନ୍ତେ ଦୈନନ୍ଦିନ ଯେଉଁ ବିଷଯମାନ କରାୟାଏ, ସେଥି ରେ ଯାଜକମାନଙ୍କୁ ସାହାୟ୍ଯ କରିବା। ଆଉ ଶଲୋମନ ଦ୍ବାର ନିକଟରେ ସବୋକାର୍ୟ୍ଯ କରିବା ନିମନ୍ତେ ଦ୍ବାରପାଳମାନଙ୍କୁ ସମାନଙ୍କେର ଦଳ ଅନୁୟାଯୀ ମନୋନୀତ କଲେ। ପରମେଶ୍ବରଙ୍କ ଲୋକ ଦାଉଦ ତାକୁ ଏହା କରିବା ପାଇଁ ନିର୍ଦ୍ଦଶେ ଦଇେଥିଲେ।
14 Também, conforme à ordem de Davi seu pai, designou as turmas dos sacerdotes para seus ministérios, como também as dos levitas acerca dos seus cargos, para louvarem e ministrarem diante dos sacerdotes, segundo o que estava ordenado para cada dia, e os porteiros pelas suas turmas a cada porta; porque assim tinha mandado Davi, o homem de Deus.
15 ଯାଜକ ଓ ଲବେୀୟମାନେ ଠିକ୍ ସହେିପରି କଲେ, ଯାହା ଶଲୋମନ ସମାନଙ୍କେୁ ମନ୍ଦିର ରେ ଏବଂ ଏହାର କୋଷାଗାର ରେ କରିବା ପାଇଁ କହିଥିଲେ।
15 E não se desviaram do mandado do rei aos sacerdotes e levitas, em negócio nenhum, nem acerca dos tesouros.
16 ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତି ପ୍ରସ୍ତର ସ୍ଥାପିତ ହବୋ ଦିନଠାରୁ ସଦାପ୍ରଭୁଙ୍କ ମନ୍ଦିର ଶଷେ ନ ହେଲା ପର୍ୟ୍ଯନ୍ତ ଶଲୋମନଙ୍କର ସମସ୍ତ କାର୍ୟ୍ଯ ଭଲ ଭାବରେ କରାଗଲା।
16 Assim se preparou toda a obra de Salomão, desde o dia da fundação da casa do Senhor, até se acabar; e assim se concluiu a casa do Senhor.
17 ଏହାପରେ ଶଲୋମନ ଇତ୍ସିୟୋନ-ଗବରେ ଓ ଏଲତ ସହରମାନଙ୍କୁ ଗଲେ। ସହେି ସହରଗୁଡ଼ିକ ଇଦୋମ ଦେଶ ରେ ସମୁଦ୍ର ନିକଟରେ ଥିଲା।
17 Então foi Salomão a Eziom-Geber, e a Elote, à praia do mar, na terra de Edom.
18 ହୂରମ୍ ଶଲୋମନଙ୍କ ନିକଟକୁ ଜାହାଜ ସବୁ ପଠାଇଲେ। ହୂରମ୍ଙ୍କ ନିଜସ୍ବ ଲୋକମାନେ ଜାହାଜଗୁଡ଼ିକୁ ବାହିଲେ। ହୂରମ୍ଙ୍କ ଲୋକମାନେ ଦକ୍ଷ ନାବିକ ଥିଲେ। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କର ଦାସମାନଙ୍କ ସହିତ ଓଫୀରକୁ ଗଲେ ଓ ସଠାରୁେ ରାଜା ଶଲୋମନଙ୍କ ନିମନ୍ତେ 450 ତାଳନ୍ତ ସୁନା ଆଣିଲେ।
18 E enviou-lhe Hirão, por meio de seus servos, navios, e servos práticos do mar, e foram com os servos de Salomão a Ofir, e tomaram de lá quatrocentos e cinqüenta talentos de ouro; e os trouxeram ao rei Salomão.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Crônicas 8, comparar traduções ou montar um estudo — tudo direto pelo WhatsApp.