2 Crônicas 9

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ଶିବାର ରାଣୀ ଶଲୋମନଙ୍କର ସୁଖ୍ଯାତି ବିଷଯ ରେ ଶୁଣିବାକୁ ପାଇଲେ। ତେଣୁ ସେ କଠିନ ପ୍ରଶ୍ନ ଦ୍ବାରା ଶଲୋମନଙ୍କୁ ପରୀକ୍ଷା କରିବା ନିମନ୍ତେ ୟିରୁଶାଲମକୁ ଆସିଲେ। ଶିବାର ରାଣୀଙ୍କ ସହିତ ତାଙ୍କ ଲୋକମାନଙ୍କର ଏକ ବୃହତ୍ ଦଳ ଥିଲା। ତାଙ୍କ ସହିତ ମସଲା, ପ୍ରଚୁର ସୁନା ଓ ବହୁମୂଲ୍ଯ ପଥର ରେ ଲଦି ହାଇେଥିବା ଓଟମାନେ ଥିଲେ। ସେ ଶ ଲୋମନଙ୍କ ନିକଟକୁ ଆସିଲେ ଓ ସେ ଯେଉଁ ବିଷଯ ରେ ଆଲୋଚନା କରିବାକୁ ଚାହୁଁଥିଲେ, ସେ ବିଷଯ ରେ ପଚାରିଲେ। ଶଲୋମନଙ୍କୁ ପଚାରିବା ନିମନ୍ତେ ତାଙ୍କ ନିକଟରେ ଅନକେ ପ୍ରଶ୍ନ ଥିଲା।
1 E, ouvindo a rainha de Sabá a fama de Salomão, veio a Jerusalém experimentar Salomão com enigmas, com uma mui grande comitiva de camelos carregados de especiarias, e ouro em abundância, e pedras preciosas; e veio a Salomão e falou com ele de tudo o que tinha no seu coração.
2 ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ। ଶଲୋମନଙ୍କ ନିମନ୍ତେ ଉତ୍ତର ଦବୋ କିମ୍ବା ବୁଝାଇ ଦବୋ ପାଇଁ କୌଣସି କଠିନ ବିଷଯ ନ ଥିଲା।
2 E Salomão lhe explicou todas as suas palavras, e nenhuma coisa havia oculta que Salomão lhe não declarasse.
3 ଶିବାର ରାଣୀ ଶ ଲୋମନଙ୍କର ଜ୍ଞାନ ଓ ତାଙ୍କ ନିର୍ମିତ ଗୃହ ଦେଖିଲେ।
3 Vendo, pois, a rainha de Sabá a sabedoria de Salomão, e a casa que edificara,
4 ସେ ଶଲୋମନଙ୍କ ମଜେ ଉପରେ ରଖା ଯାଉଥିବା ଖାଦ୍ୟ ଓ ତାଙ୍କର ଅନକେ ବିଶଷେ କର୍ମଚାରୀଗଣଙ୍କୁ ଦେଖିଲେ। ସେ ତାଙ୍କର ଚାକରମାନଙ୍କର ବସ୍ତ୍ର ଓ କାର୍ୟ୍ଯ କରିବାର ପ୍ରଣାଳୀ ଦେଖିଲେ। ସେ ଶଲୋମନଙ୍କର ମଦ୍ଯ ପରିବଷେଣକାରୀମାନଙ୍କୁ ଓ ସମାନଙ୍କେର ବସ୍ତ୍ରକୁ ଦେଖିଲେ। ସେ ଶଲୋମନଙ୍କ ଦ୍ବାରା ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗୀକୃତ ହାମବେଳିଗୁଡ଼ିକୁ ଦେଖିଲେ। ଶିବାର ରାଣୀ ଯେତବେେଳେ ଏହିସବୁ ବିଷଯ ଦେଖିଲେ, ସେ ହତଚକିତ ହାଇଗେଲେ।
4 e as iguarias da sua mesa, e o assentar dos seus servos, e o estar dos seus criados, e as vestes deles, e os seus copeiros, e as vestes deles, e a sua subida pela qual ele subia à Casa do Senhor , ficou como fora de si.
5 ଏହାପରେ ସେ ଶଲୋମନଙ୍କୁ କହିଲେ, ମୁଁ ମାେ ଦେଶ ରେ ଆପଣଙ୍କ ମହାନ୍ କାର୍ୟ୍ଯାବଳୀ ଓ ଆପଣଙ୍କ ଜ୍ଞାନ ସମ୍ବନ୍ଧ ରେ ଯାହା ଶୁଣିଥିଲି, ତାହା ସତ୍ଯ ଅଟେ।
5 Então, disse ao rei: Foi verdadeira a palavra que ouvi na minha terra acerca dos teus feitos e da tua sabedoria.
6 ମୁଁ ଏହି ସ୍ଥାନକୁ ନ ଆସିବା ପର୍ୟ୍ଯନ୍ତ ଓ ନିଜ ଚକ୍ଷୁ ରେ ନ ଦେଖିବା ପର୍ୟ୍ଯନ୍ତ ସହେି ଗଳ୍ପଗୁଡ଼ିକୁ ବିଶ୍ବାସ କରୁ ନ ଥିଲି। ଓଃ, ଆପଣଙ୍କ ମହାନ୍ ଜ୍ଞାନର ଅର୍ଦ୍ଧକେ ସୁଦ୍ଧା ମାେତେ କୁହାୟାଇ ନ ଥଲା। ମୁଁ ଯେଉଁ ସମସ୍ତ ଗଳ୍ପ ଶୁଣିଥିଲି। ଆପଣ ସେ ସବୁଥିରୁ ଆହୁରି ଅଧିକ ମହାନ୍ ଅଟନ୍ତି।
6 Porém não cria nas suas palavras, até que vim, e meus olhos o viram; e eis que me não disseram a metade da grandeza da tua sabedoria; sobrepujaste a fama que ouvi.
7 ତୁମ୍ଭର ଲୋକମାନେ ଓ ସବେକଗଣ ଅତ୍ଯନ୍ତ ସୌଭାଗ୍ଯଶାଳୀ ଅଟନ୍ତି। ସମାନେେ ଆପଣଙ୍କର ସବୋ କରିବା ସମୟରେ ଆପଣଙ୍କ ଜ୍ଞାନର କଥା ଶୁଣିପାରିବେ।
7 Bem-aventurados os teus homens, e bem-aventurados estes teus servos, que estão sempre diante de ti e ouvem a tua sabedoria!
8 ଆପଣଙ୍କର ସଦାପ୍ରଭୁ ପରମେଶ୍ବର ପ୍ରଶଂସିତ ହୁଅନ୍ତୁ। ସେ ଆପଣଙ୍କଠା ରେ ପ୍ରସନ୍ନ ଅଟନ୍ତି ଓ ଆପଣଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ସେ ଆପଣଙ୍କୁ ଏହି ସିଂହାସନ ରେ ଉପବିଷ୍ଟ କରାଇଅଛନ୍ତି। ଆପଣଙ୍କ ପରମେଶ୍ବର ଇଶ୍ରାୟେଲକୁ ପ୍ ରମେ କରନ୍ତି ଓ ଅନନ୍ତକାଳ ନିମନ୍ତେ ଇଶ୍ରାୟେଲର ସପକ୍ଷ ଅଟନ୍ତି। ସେଥିନିମନ୍ତେ ସଦାପ୍ରଭୁ ଉତ୍ତମ ଓ ଯଥାର୍ଥ କର୍ମ କରିବା ନିମନ୍ତେ ଆପଣଙ୍କୁ ଇଶ୍ରାୟେଲର ରାଜା କରିଅଛନ୍ତି।
8 Bendito seja o Senhor , teu Deus, que se agradou de ti para te pôr como rei sobre o seu trono, pelo Senhor , teu Deus, porquanto teu Deus ama a Israel, para o estabelecer perpetuamente; e pôs-te como rei sobre eles, para fazeres juízo e justiça.
9 ଏହାପରେ ଶିବାର ରାଣୀ ରାଜା ଶଲୋମନଙ୍କୁ 120 ତାଳନ୍ତ ସୁନା, ପ୍ରଚୁର ପରିମାଣର ମସଲା ଓ ମୂଲ୍ଯବାନ ପ୍ରସ୍ତରମାନ ପ୍ରଦାନ କଲେ। ଶିବାର ରାଣୀଙ୍କ ପରି କୌଣସି ବ୍ଯକ୍ତି ଶଲୋମନଙ୍କୁ ଏ ପ୍ରକାର ବିରୁଦ୍ଧ ମସଲା ଦଇେ ନ ଥିଲା।
9 E deu ao rei cento e vinte talentos de ouro, e especiarias em grande abundância, e pedras preciosas; e nunca houve tais especiarias como as que a rainha de Sabá deu ao rei Salomão.
10 ହୂରମ୍ଙ୍କ ଦାସ ଓ ଶଲୋମନଙ୍କ ଦାସମାନେ ଓଫୀରକୁ ସୁନା ଆଣିଲେ। ଆହୁରି ମଧ୍ଯ, ସମାନେେ ଆଲ୍ଗମ୍ କାଠ ଓ ବହୁମୂଲ୍ଯ ପଥରସବୁ ଆଣିଲେ।
10 E também os servos de Hirão e os servos de Salomão, que de Ofir tinham trazido ouro, trouxeram madeira de algumins e pedras preciosas.
11 ରାଜା ଶ ଲୋମନ ସଦାପ୍ରଭୁଙ୍କ ମନ୍ଦିରର ପହାଚ ଓ ରାଜାଙ୍କ ଗୃହ ନିର୍ମାଣ କରିବା ନିମନ୍ତେ ଆଲ୍ଗମ୍ କାଠକୁ ବ୍ଯବହାର କଲେ। ଶଲୋମନ ଗାଯକମାନଙ୍କ ନିମନ୍ତେ ବୀଣା ଓ ସାରଙ୍ଗ ବାଦ୍ଯ ନିର୍ମାଣ କରିବା ନିମନ୍ତେ ମଧ୍ଯ ଆଲ୍ଗମ୍ କାଠ ବ୍ଯବହାର କଲେ। ଯିହୁଦା ଦେଶର କୌଣସି ବ୍ଯକ୍ତି ଆଲ୍ଗମ୍ କାଠରୁ ଏପ୍ରକାର ସୁନ୍ଦର ବସ୍ତ୍ର ନିର୍ମିତ ହବୋ ପୂର୍ବରୁ କବେେ ମଧ୍ଯ ଦେଖି ନ ଥିଲେ।
11 E fez o rei corredores de madeira de algumins, para a Casa do Senhor e para a casa do rei, como também harpas e alaúdes para os cantores, quais nunca dantes se viram na terra de Judá.
12 ଶିବାର ରାଣୀ ରାଜା ଶଲୋମନଙ୍କୁ ଯାହାକିଛି ମାଗିଲେ, ସେ ତାଙ୍କୁ ସହେି ସମସ୍ତ ପ୍ରଦାନ କଲେ। ଶିବାରା ରାଣୀ ତାଙ୍କୁ ଦବୋ ନିମନ୍ତେ ଯେଉଁସବୁ ବସ୍ତୁ ଆଣିଥିଲେ, ଶଲୋମନ ତାହାଠାରୁ ଅଧିକ ପରିମାଣ ରେ ବସ୍ତୁ ତାଙ୍କୁ ଦେଲେ। ଏହାପରେ ଶିବାର ରାଣୀ ଓ ତାଙ୍କର ଦାସମାନେ ନିଜ ଦେଶକୁ ଫରେିଗଲେ।
12 E o rei Salomão deu à rainha de Sabá tudo quanto lhe agradou e o que lhe pediu, além do que ela mesma trouxera ao rei. Assim, voltou e foi para sua terra, ela e os seus servos.
13 ଏକ ବର୍ଷ ମଧିଅରେ ଶଲୋମନ ଯେତେ ପରିମାଣ ରେ ସୁନା ପାଇଥିଲେ, ତାହାର ଓଜନ 666 ତାଳନ୍ତ ହେଲା।
13 E era o peso do ouro, que vinha em um ano a Salomão, de seiscentos e sessenta e seis talentos de ouro,
14 ଭ୍ରମଣକାରୀ ବଣିକ ଓ ବ୍ଯବସାଯୀମାନେ ଶଲୋମନଙ୍କ ନିମନ୍ତେ ଆହୁରି ସୁନା ଆଣିଲେ। ଆରବର ସମସ୍ତ ରାଜାଗଣ ଓ ଦେଶର ଶାସକଗଣ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ନଇେ ଆସିଲେ।
14 afora o que os negociantes e mercadores traziam; também todos os reis da Arábia e os príncipes da mesma terra traziam a Salomão ouro e prata.
15 ଶ ଲୋମନ ପିଟା ସୁନାରୁ 200 ବୃହତ୍ ଢ଼ାଲ ନିର୍ମାଣ କଲେ। ପ୍ରେତ୍ୟକକଟି ଢ଼ାଲ ନିମନ୍ତେ 600 ଶକେଲ ପିଟା ସୁନା ବ୍ଯବହୃତ ହାଇେଥିଲା।
15 Também fez Salomão duzentos paveses de ouro batido; para cada pavês mandou pesar seiscentos siclos de ouro batido,
16 ଆହୁରି ମଧ୍ଯ ଶଲୋମନ ପିଟା ସୁନାରୁ 300ଟି କ୍ଷୁଦ୍ର ଢ଼ାଲ ନିର୍ମାଣ କଲେ। ପ୍ରେତ୍ୟକକ ଢ଼ାଲ ନିମନ୍ତେ 300 ଶକେଲ ସୁନା ବ୍ଯବହୃତ ହାଇେଥିଲା। ରାଜା ଶଲୋମନ ଲିବାନୋନର ଅରଣ୍ଯ ନାମକ ଗୃହ ରେ ଏହି ସୁବର୍ଣ୍ଣ ଢ଼ାଲଗୁଡ଼ିକ ରଖିଲେ।
16 como também trezentos escudos de ouro batido; para cada escudo mandou pesar trezentos siclos de ouro; e Salomão os pôs na casa do bosque do Líbano.
17 ରାଜା ଶଲୋମନ ଏକ ବୃହତ୍ ସିଂହାସନ ନିର୍ମାଣ କରିବା ନିମନ୍ତେ ହାତୀଦାନ୍ତର ବ୍ଯବହାର କଲେ। ସେ ସହେି ସିଂହାସନକୁ ଖାଣ୍ଟି ସୁନା ଦ୍ବାରା ଆବୃତ କଲେ।
17 Fez mais o rei um grande trono de marfim e o cobriu de ouro puro.
18 ସହେି ଛଅ ଗୋଟି ପାହାଚ ସିଂହାସନ ନିକଟକୁ ରାସ୍ତା କଢ଼ାଇ ନଲୋ। ସୁନା ରେ ନିର୍ମିତ ଏକ ପାଦପୀଠ ତାହାର ଥିଲା। ସିଂହାସନର ଆସନର ଉଭୟ ପାଶର୍‌ବ ରେ ବାହୁଭରାମାନ ଥିଲା। ପ୍ରେତ୍ୟକକ ବାହୁଭରାର ପାଶର୍‌ବ ରେ ଗୋଟିଏ ଲଖାଏଁେ ସିଂହମୂର୍ତ୍ତି ଦଣ୍ଡାଯମାନ ଥିଲା।
18 E o trono tinha seis degraus, e um estrado de ouro, pegado ao trono, e encostos de ambas as bandas no lugar do assento; e dois leões estavam junto aos encostos.
19 ଛଅ ଗୋଟି ପାହାଚ ରେ ବାର ଗୋଟି ସିଂହଙ୍କର ପ୍ରତିମୂର୍ତ୍ତି ଥିଲା। ପ୍ରେତ୍ୟକକ ପାହାଚର ଶଷେ ରେ ଗୋଟିଏ ସିଂହ ଥିଲା। ଅନ୍ୟ କୌଣସି ରାଜ୍ଯ ରେ ଏ ପ୍ରକାର ସିଂହାସନ ନିର୍ମିତ ହାଇେ ନ ଥିଲା।
19 E doze leões estavam ali de ambas as bandas, sobre os seis degraus; outro tal se não fez em nenhum reino.
20 ରାଜା ଶଲୋମନଙ୍କର ସମସ୍ତ ପାନପାତ୍ର ସ୍ଥାନ ରେ ନିର୍ମିତ ହାଇେଥିଲା। ଲିବାନୋନର ଅରଣ୍ଯସ୍ଥିତ ଗୃହର ସମସ୍ତ ଗୃହୋପକରଣ ଖାଣ୍ଟି ସୁନା ରେ ନିର୍ମିତ ହାଇେଥିଲା। ଶ ଲୋମନଙ୍କ ସମୟରେ ରୂପା ଏକ ବହୁମୂଲ୍ଯ ଦ୍ରବ୍ଯରୂପେ ଗଣ୍ଯ ହେଉ ନ ଥିଲା।
20 Também todos os vasos de beber do rei Salomão eram de ouro, e todos os objetos da casa do bosque do Líbano, de ouro puro; a prata reputava-se por nada nos dias de Salomão.
21 ରାଜା ଶ ଲୋମନଙ୍କର ଜାହାଜମାନ ଥିଲା, ଯେଉଁଗୁଡ଼ିକ କି ତର୍ଶୀଶକୁ ଯାଉଥିଲା। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କ ଜାହାଜର ନାବିକ ଥିଲେ। ପ୍ରତି ତିନିବର୍ଷ ରେ ଥରେ ସହେି ଜାହାଜଗୁଡ଼ିକ ଶଲୋମନଙ୍କ ନିକଟକୁ ସୁନା, ରୂପା, ହାତୀଦାନ୍ତ, ମାଙ୍କଡ଼ ଓ ମଯୁରମାନ ବହି ଆଣୁଥିଲେ।
21 Porque, indo os navios do rei, com os servos de Hirão, a Társis, tornavam os navios de Társis, uma vez em três anos e traziam ouro, e prata, e marfim, e bugios, e pavões.
22 ରାଜା ଶଲୋମନ ପୃଥିବୀସ୍ଥ ଅନ୍ୟ ରାଜାମାନଙ୍କଠାରୁ ଧନସମ୍ପଦ ଓ ଜ୍ଞାନ ରେ ଅତ୍ଯନ୍ତ ମହାନ୍ ହାଇେ ଉଠିଲେ।
22 Assim, excedeu o rei Salomão a todos os reis da terra, tanto em riquezas como em sabedoria.
23 ପୃଥିବୀର ସମସ୍ତ ରାଜାଗଣ ଶ ଲୋମନଙ୍କୁ ସାକ୍ଷାତ କରିବାକୁ ଓ ତାଙ୍କର ଜ୍ଞାନପୂର୍ଣ୍ଣ ବିଚାର ଶୁଣିବା ପାଇଁ ଆସିବାକୁ ଲାଗିଲେ। ପରମେଶ୍ବର ଶଲୋମନଙ୍କୁ ସହେିପରି ଜ୍ଞାନ ପ୍ରଦାନ କରିଥିଲେ।
23 E todos os reis da terra procuravam ver o rosto de Salomão, para ouvirem a sua sabedoria que Deus lhe dera no seu coração.
24 ପ୍ରତି ବର୍ଷ ସହେି ରାଜାମାନେ ଶଲୋମନଙ୍କ ନିମନ୍ତେ ଉପହାରମାନ ନଇେ ଆସୁଥିଲେ। ସମାନେେ ସୁନା, ରୂପା ଦ୍ରବ୍ଯ, ବସ୍ତ୍ର, ୟୁଦ୍ଧସାଜ, ମଶାଲ, ଅଶ୍ବଗୁଡ଼ିକ ଓ ଖଚରମାନ ଆଣିଲେ।
24 E eles traziam cada um o seu presente, vasos de ouro, e vestes, e armaduras, e especiarias, e cavalos, e mulos; cada coisa de ano em ano.
25 ଅଶ୍ବ ଓ ରଥମାନଙ୍କୁ ରଖବା ନିମନ୍ତେ ଶଲୋମନଙ୍କର 4 ,000 ଅଶ୍ବଶାଳା ଥିଲା। ତାଙ୍କର 12,000 ରଥଚାଳକ ଥିଲେ। ଶଲୋମନ ସମାନଙ୍କେୁ ତାଙ୍କ ସଙ୍ଗ ରେ ୟିରୁଶାଲମ ରେ ଓ ରଥ ନିମନ୍ତେ ନିର୍ମିତ ବିଶଷେ ନଗରଗୁଡ଼ିକରେ ରଖିଲେ।
25 Teve também Salomão quatro mil estrebarias de cavalos e carros e doze mil cavaleiros e pô-los nas cidades dos carros e com o rei, em Jerusalém.
26 ଫରାତ୍ ନଦୀଠାରୁ ଆରମ୍ଭ କରି ପଲେଷ୍ଟୀୟ ଲୋକମାନଙ୍କର ଦେଶ ଓ ମିଶରର ସୀମା ପର୍ୟ୍ଯନ୍ତ ସମସ୍ତ ଦେଶ ଉପରେ ଶଲୋମନ ରାଜା ଥିଲେ।
26 E dominava sobre todos os reis, desde o rio até à terra dos filisteus e até ao termo do Egito.
27 ରୂପାର ପରିମାଣ ଏତେ ଥିଲା ଯେ, ତାହା ୟିରୁଶାଲମର ଗୋଡ଼ି, ପଥର ତୁଲ୍ଯ ଥିଲା। ଆଉ, ତାଙ୍କ ନିକଟରେ ଏତେ ପରିମାଣର ଦବଦୋରୁ କାଠ ଥିଲା ଯେ, ତାହା ଡ଼ିମ୍ବିରିଗଛ ତୁଲ୍ଯ ଥିଲା, ଯାହା ମାଳଭୂମିରେ ୟଥେଷ୍ଟ ପରିମାଣ ରେ ବଢ଼େ।
27 Também o rei fez que houvesse prata em Jerusalém como pedras e cedros em tanta abundância como as figueiras bravas que há pelas campinas.
28 ଲୋକମାନେ ମିଶର ଓ ଅନ୍ଯାନ୍ଯ ଦେଶମାନଙ୍କରୁ ଶଲୋମନଙ୍କ ନିମନ୍ତେ ଅଶ୍ବମାନ ଆଣିଲେ।
28 E do Egito e de todas aquelas terras traziam cavalos a Salomão.
29 ଶଲୋମନ କରିଥିବା ଅନ୍ଯାନ୍ଯ କାର୍ୟ୍ଯସକଳ ଭବଷ୍ଯଦ୍ବକ୍ତା ନାଥନଙ୍କ ଲଖାେସବୁ, ଶୀଲୋନୀଯ ଭବିଷ୍ଯଦ୍ବକ୍ତା, ଅହିଯଙ୍କର ଭବିଷ୍ଯଦ୍ବାଣୀ ଓ ଭବିଷ୍ଯଦ୍ବକ୍ତା ଇଦୋଙ୍କର ଦର୍ଶନ ପୁସ୍ତକରେ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଲଖାୟୋଇ ଅଛି। ଇଦ୍ଦୋ ୟିଏ ନବାଟଙ୍କ ପୁତ୍ର ୟାରବିଯାମ୍ଙ୍କ ବିଷଯ ରେ ଲେଖିଛନ୍ତି।
29 Os demais atos, pois, de Salomão, tanto os primeiros como os últimos, porventura, não estão escritos no livro da história de Natã, o profeta, e na profecia de Aías, o silonita, e nas visões de Ido, o vidente, acerca de Jeroboão, filhos de Nebate?
30 ଶଲୋମନ ସମଗ୍ର ଇଶ୍ରାୟେଲ ଉପରେ ୟିରୁଶାଲମ ରେ ଚାଳିଶ ବର୍ଷ ପର୍ୟ୍ଯନ୍ତ ରାଜା ହାଇେ ରହିଲେ।
30 E reinou Salomão em Jerusalém quarenta anos sobre todo o Israel.
31 ଏହାପରେ, ଶଲୋମନ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ଲୋକମାନେ ତାହାଙ୍କୁ ତାଙ୍କର ପିତା ଦାଉଦଙ୍କ ନଗର ରେ କବର ଦେଲେ। ଶଲୋମନଙ୍କ ସ୍ଥାନ ରେ ଶଲୋମନଙ୍କ ପୁତ୍ର ରିହବିଯାମ୍ ନୂତନ ରାଜା ହେଲ।
31 E dormiu Salomão com seus pais, e o sepultaram na Cidade de Davi, seu pai; e Roboão, seu filho, reinou em seu lugar.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Crônicas 9, comparar traduções ou montar um estudo — tudo direto pelo WhatsApp.