2 João 1

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ପ୍ରାଚୀନ ଯେ ମୁଁ, ପରମେଶ୍ବରଙ୍କ ଦ୍ବାରା ମନୋନୀତା ମହିଳା ଓ ତାହାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି :
1 O presbítero à senhora eleita e aos seus filhos, a quem eu amo na verdade e não somente eu, mas também todos os que conhecem a verdade,
2 ଆମ୍ଭ ଅନ୍ତର ରେ ଯେଉଁ ସତ୍ଯ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ ରମେ କରୁଛୁ। ଏହି ସତ୍ଯ ଆମ୍ଭ ପାଖ ରେ ସବୁଦିନ ପାଇଁ ରହିବ।
2 por causa da verdade que permanece em nós e conosco estará para sempre,
3 ପରମପିତା ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଦୟା, ଅନୁଗ୍ରହ ଓ ଶାନ୍ତି ଆମ୍ଭ ସହିତ ରହିବ। ଆମ୍ଭେ ସତ୍ଯ ଓ ପ୍ ରମେ ଦ୍ବାରା ତାହାଙ୍କଠାରୁ ଏହି ଆଶୀର୍ବାଦ ଲାଭ କରୁ।
3 a graça, a misericórdia e a paz, da parte de Deus Pai e de Jesus Cristo, o Filho do Pai, serão conosco em verdade e amor.
4 ମୁଁ ତୁମ୍ଭର କେତକେ ସନ୍ତାନମାନଙ୍କ ବିଷୟ ରେ ଶୁଣି ଖୁସି ହଲିେ। ମୁଁ ଅତିଶୟ ଆନନ୍ଦିତ ଯେ, ପିତାଙ୍କ ଆଜ୍ଞାନୁସା ରେ ସମାନେେ ସତ୍ଯପଥ ଅନୁସରଣ କରୁଛନ୍ତି।
4 Fiquei sobremodo alegre em ter encontrado dentre os teus filhos os que andam na verdade, de acordo com o mandamento que recebemos da parte do Pai.
5 ପ୍ରିୟ ମହାଶଯା। ମୁଁ ତୁମ୍ଭକୁ କହୁଛି : ଆମ୍ଭେ ସମସ୍ତେ ପରସ୍ପରକୁ ପ୍ ରମେ କରିବା ଉଚିତ। ଏହା ଏକ ନୂତନ ଆଜ୍ଞା ନୁହେଁ। ଏହା ସହେି ଆଜ୍ଞା, ଯାହା ଆମ୍ଭମାନଙ୍କ ନିକଟରେ ଆରମ୍ଭରୁ ଅଛି।
5 E agora, senhora, peço-te, não como se escrevesse mandamento novo, senão o que tivemos desde o princípio: que nos amemos uns aos outros.
6 ପ୍ ରମରେ ଅର୍ଥ ହେଉଛି, ତାହାଙ୍କର ଆଜ୍ଞା ଅନୁସାରେ ଜୀବନଯାପନ କରିବା। ପରମେଶ୍ବରଙ୍କ ଆଜ୍ଞା ଏହି : ତୁମ୍ଭେ ଏକ ପ୍ ରମରେ ଜୀବନ ବିତାଅ। ତୁମ୍ଭେ ଏହି ଆଜ୍ଞା ଆରମ୍ଭରୁ ଶୁଣିଛ।
6 E o amor é este: que andemos segundo os seus mandamentos. Este mandamento, como ouvistes desde o princípio, é que andeis nesse amor.
7 ଏ ଜଗତ ରେ ବର୍ତ୍ତମାନ ଅନକେ ଭଣ୍ଡ ଶିକ୍ଷକ ବାହାରିଲଣେି। ଯୀଶୁଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସମାନେେ ଅସ୍ବୀକାର କରନ୍ତି। ଏହି ସତ୍ଯକୁ ଅସ୍ବୀକାର କରୁଥିବା ପ୍ରେତ୍ୟକକ ବ୍ଯକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ।
7 Porque muitos enganadores têm saído pelo mundo fora, os quais não confessam Jesus Cristo vindo em carne; assim é o enganador e o anticristo.
8 ସାବଧାନ ରୁହ, ଯେପରି ତୁମ୍ଭ କାର୍ୟ୍ଯର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।
8 Acautelai-vos, para não perderdes aquilo que temos realizado com esforço, mas para receberdes completo galardão.
9 ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କର ଶିକ୍ଷାକୁ କବଳେ ଅନୁସରଣ କରିବା ଉଚିତ। ଯଦି କହେି ଖ୍ରୀଷ୍ଟଙ୍କ ଶିକ୍ଷାକୁ ପରିବର୍ତ୍ତନ କରେ, ତବେେ ସହେି ଲୋକ ପାଖ ରେ ପରମେଶ୍ବର ନାହାଁନ୍ତି। ଯଦି କୌଣସି ବ୍ଯକ୍ତି ଖ୍ରୀଷ୍ଟଙ୍କ ଶିକ୍ଷା ଅନୁସରଣ କରେ, ତବେେ ସହେି ଲୋକ ପାଖ ରେ ଉଭୟ ପରମପିତା ଏବଂ ପୁତ୍ର ଅଛନ୍ତି।
9 Todo aquele que ultrapassa a doutrina de Cristo e nela não permanece não tem Deus; o que permanece na doutrina, esse tem tanto o Pai como o Filho.
10 ଯଦି ତୁମ୍ଭ ପାଖକୁ କହେି ଆ ସେ କିନ୍ତୁ ଏହି ଶିକ୍ଷା ନ ଦିଏ, ତବେେ ତାହାକୁ ଗୃହ ରେ ସ୍ବାଗତ ଓ ଗ୍ରହଣ କର ନାହିଁ।
10 Se alguém vem ter convosco e não traz esta doutrina, não o recebais em casa, nem lhe deis as boas-vindas.
11 ତୁମ୍ଭେ ତାହାକୁ ଯଦି ଗ୍ରହଣ କର, ତବେେ ତାହାକୁ ମନ୍ଦକର୍ମ କରିବା ରେ ସାହାୟ୍ଯ କରୁଛ।
11 Porquanto aquele que lhe dá boas-vindas faz-se cúmplice das suas obras más.
12 ମାରେ ତୁମ୍ଭକୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ମୁଁ କାଗଜ ଏବଂ କଲମ ରେ ତାହା ଲେଖୁନାହିଁ। ତାହା ବଦଳ ରେ ମୁଁ ତୁମ୍ଭକୁ ସାକ୍ଷାତ କରିବାକୁ ଆଶା କରୁଛି, ତବେେ ଆମ୍ଭେ ମୁହାମୁହିଁ ହାଇେ କଥାବାର୍ତ୍ତା ହାଇପୋରିବା। ତାହା ଆମ୍ଭକୁ ଅତିଶୟ ଆନନ୍ଦିତ କରିବ।
12 Ainda tinha muitas coisas que vos escrever; não quis fazê-lo com papel e tinta, pois espero ir ter convosco, e conversaremos de viva voz, para que a nossa alegria seja completa.
13 ପରମେଶ୍ବରଙ୍କ ଦ୍ବାରା ମ ନୋନୀତା ତୁମ୍ଭମାନଙ୍କର ଭଉଣୀଙ୍କ ସନ୍ତାନମାନେ ତୁମ୍ଭମାନଙ୍କୁ ସମାନଙ୍କେର ନମସ୍କାର ଜଣାଇଛନ୍ତି।
13 Os filhos da tua irmã eleita te saúdam.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 João 1, comparar traduções ou montar um estudo — tudo direto pelo WhatsApp.