2 Pedro 3
Oriya Bible (GL_ORIYA) vs ARC
1 ମାେ ମିତ୍ରଗଣ, ଏହି ଦ୍ବିତୀୟ ପତ୍ର ମୁଁ ତୁମ୍ଭକୁ ଲେଖୁଅଛି। ତୁମ୍ଭକୁ କେତଗେୁଡ଼ିଏ ବିଷୟ ମନେ ପକାଇ ଦବୋ ଲାଗି ମୁଁ ଦୁଇଟି ପତ୍ର ଲେଖିଛି।
1 Amados, escrevo-vos, agora, esta segunda carta, em ambas as quais desperto com exortação o vosso ânimo sincero,
2 ପବିତ୍ର ଭବିଷ୍ଯଦ୍ ବକ୍ତାମାନେ ଅତୀତ ରେ ଯାହା କିଛି କହି ଯାଇଛନ୍ତି ମୁଁ ଚା ହେଁ ଯେ, ସଗେୁଡ଼ିକୁ ତୁମ୍ଭମାନେେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦଇେଛନ୍ତି, ସଗେୁଡ଼ିକୁ ମଧ୍ଯ ମନେ ପକାଅ। ତୁମ୍ଭମାନଙ୍କ ପ୍ ରରେିତମାନଙ୍କ ମାଧ୍ଯମ ରେ ସେ ଆମ୍ଭକୁ ଏହି ଆଜ୍ଞା ଦଇେଥିଲେ।
2 para que vos lembreis das palavras que primeiramente foram ditas pelos santos profetas e do mandamento do Senhor e Salvador, mediante os vossos apóstolos,
3 ପ୍ରଥମେ, ଶଷେ ଦିନଗୁଡ଼ିକରେ କ'ଣ କ'ଣ ଘଟିବ, ସଗେୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସମାନେେ ନିଜ ଇଚ୍ଛା ରେ ମନ୍ଦ କାର୍ୟ୍ଯ କରି ଜୀବନଧାରଣ କରିବେ।
3 sabendo primeiro isto: que nos últimos dias virão escarnecedores, andando segundo as suas próprias concupiscências
4 ସମାନେେ କହିବେ, ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି ? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବଳେୁ ସହେିପରି ଭାବରେ ଚାଲିଛି।
4 e dizendo: Onde está a promessa da sua vinda? Porque desde que os pais dormiram todas as coisas permanecem como desde o princípio da criação.
5 ସୁଦୂର ଅତୀତ ରେ କ'ଣ ଘଟିଥିଲା, ସମାନେେ ତାହା ମନେ ପକାଇବା ପାଇଁ ଇଚ୍ଛା କରନ୍ତି ନାହିଁ। ଆକାଶମଣ୍ଡଳ ଥିଲା, ପରମେଶ୍ବର ପାଣିରୁ ଓ ପାଣି ଦ୍ବାରା ଜଗତକୁ ସୃଷ୍ଟି କଲେ। ପରମେଶ୍ବରଙ୍କ ବାକ୍ଯ ଦ୍ବାରା ଏହା ସାଧିତ ହେଲା।
5 Eles voluntariamente ignoram isto: que pela palavra de Deus já desde a antiguidade existiram os céus e a terra, que foi tirada da água e no meio da água subsiste;
6 ତାହା ପରେ ସହେି ସଂସାର ପ୍ରଳୟଙ୍କାରୀ ବନ୍ଯା ଜଳ ଦ୍ବାରା ନଷ୍ଟ ହାଇଗେଲା।
6 pelas quais coisas pereceu o mundo de então, coberto com as águas do dilúvio.
7 ମାତ୍ର ପରମେଶ୍ବରଙ୍କ ସହେି ବାକ୍ଯ ଦ୍ବାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ବାରା ବିନଷ୍ଟ ହବୋ ନିମନ୍ତେ ରକ୍ଷିତ ଅଛି। ପରମେଶ୍ବରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହବୋ ନିମନ୍ତେ ବିଚାର ଦିନ ପର୍ୟ୍ଯନ୍ତ ସୁରକ୍ଷିତ ଥିବେ।
7 Mas os céus e a terra que agora existem pela mesma palavra se reservam como tesouro e se guardam para o fogo, até o Dia do Juízo e da perdição dos homens ímpios.
8 ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶଷେ କଥା ଭୁଲ ନାହିଁ, ପରମେଶ୍ବରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।
8 Mas, amados, não ignoreis uma coisa: que um dia para o Senhor é como mil anos, e mil anos, como um dia.
9 ଯଦିଓ କିଛି ଲୋକେ ଏହାକୁ ଡରେି ବୋଲି ଭାବୁଛନ୍ତି, ତଥାପି ପରମେଶ୍ବର ନିଜ ପ୍ରତିଜ୍ଞା ପୂରଣ କରିବା ରେ ଡ଼ରେି କରିବେ ନାହିଁ। ବରଂ ପରମେଶ୍ବର ତୁମ୍ଭ ପ୍ରତି ର୍ଧୈୟ୍ଯବାନ ହେଉଛନ୍ତି। ପରମେଶ୍ବର କୌଣସି ଲୋକ ନଷ୍ଟ ହେଉ ବୋଲି ଚାହାଁନ୍ତି ନାହିଁ। ପରମେଶ୍ବର ଚାହାଁନ୍ତି ଯେ ପ୍ରେତ୍ୟକକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।
9 O Senhor não retarda a sua promessa, ainda que alguns a têm por tardia; mas é longânimo para convosco, não querendo que alguns se percam, senão que todos venham a arrepender-se.
10 କିନ୍ତୁ ଚୋର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରେତ୍ୟକକଙ୍କୁ ଆଶ୍ଚର୍ୟ୍ଯ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ଯ ହାଇୟିବେ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନି ରେ ଧ୍ବଂସ ହାଇଯେିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳି ୟିବ।
10 Mas o Dia do Senhor virá como o ladrão de noite, no qual os céus passarão com grande estrondo, e os elementos, ardendo, se desfarão, e a terra e as obras que nela há se queimarão.
11 ମୁଁ କହିଲା ଭଳି, ଏପରି ଭାବରେ ସବୁ କିଛି ନଷ୍ଟ ହାଇଯେିବ। ଅତଏବ, ତୁମ୍ଭେ କିପରି ଲୋକ ହବୋ ଉଚିତ ? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ବରଙ୍କ ସବୋ କରିବା ଉଚିତ।
11 Havendo, pois, de perecer todas estas coisas, que pessoas vos convém ser em santo trato e piedade,
12 ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷା ରେ ରହିବା ଉଚିତ। ସହେି ଦିନ ଆସିଲେ ଅଗ୍ନି ଦ୍ବାରା ଆକାଶ ନଷ୍ଟ ହାଇେ ୟିବ ଓ ଆକାଶ ରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ୟିବ।
12 aguardando e apressando- vos para a vinda do Dia de Deus, em que os céus, em fogo, se desfarão, e os elementos, ardendo, se fundirão?
13 କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।
13 Mas nós, segundo a sua promessa, aguardamos novos céus e nova terra, em que habita a justiça.
14 ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷା ରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠାେର ପରିଶ୍ରମ କର। ପରମେଶ୍ବରଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର।
14 Pelo que, amados, aguardando estas coisas, procurai que dele sejais achados imaculados e irrepreensíveis em paz
15 ପ୍ରଭୁ ର୍ଧୈୟ୍ଯବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନରେଖ। ପରମେଶ୍ବରଙ୍କ ପ୍ରଦତ୍ତ ଜ୍ଞାନ ବଳ ରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସହେି କଥା କହିଥିଲେ।
15 e tende por salvação a longanimidade de nosso Senhor, como também o nosso amado irmão Paulo vos escreveu, segundo a sabedoria que lhe foi dada,
16 ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। େ ବେଳବେଳେ ପାଉଲଙ୍କ ପତ୍ର ରେ କେତକେ କଥା ବୁଝିବା ପାଇଁ କଷ୍ଟକର ହୁଏ। େକେତେଲାକ ସହେି କଥାଗୁଡ଼ିକୁ ଭୁଲ ଭାବରେ ବ୍ଯାଖ୍ଯା କରନ୍ତି। ସମାନେେ ମୂର୍ଖ ଓ ବିଶ୍ବାସ ରେ ଦୁର୍ବଳ। ସହେି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ342 ମଧ୍ଯ ଭୁଲଭାବେ ବୁଝାଇଥାନ୍ତି। କିନ୍ତୁ ଏପରି କରିବା ଦ୍ବାରା ସମାନେେ ନିଜର ଅନିଷ୍ଟ କରୁଛନ୍ତି।
16 falando disto, como em todas as suas epístolas, entre as quais há pontos difíceis de entender, que os indoutos e inconstantes torcem e igualmente as outras Escrituras, para sua própria perdição.
17 ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟ ରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସହେି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ୟ୍ଯ ଦ୍ବାରା ତୁମ୍ଭେ ନିଜକୁ ପ୍ରଭାବିତ ହବୋକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ବାସରୁ ବିଚଳିତ ନ ହବୋ ପାଇଁ ସାବଧାନ ରୁହ।
17 Vós, portanto, amados, sabendo isto de antemão, guardai-vos de que, pelo engano dos homens abomináveis, sejais juntamente arrebatados e descaiais da vossa firmeza;
18 କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।
18 antes, crescei na graça e conhecimento de nosso Senhor e Salvador Jesus Cristo. A ele seja dada a glória, assim agora como no dia da eternidade. Amém!
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Pedro 3, comparar traduções ou montar um estudo — tudo direto pelo WhatsApp.