2 Reis 12

Oriya Bible (GL_ORIYA) vs BKJ

Sair da comparação
1 ଇଶ୍ରାୟେଲ ରେ ଯହେୂଙ୍କ ରାଜତ୍ବର ସପ୍ତମ ବର୍ଷ ରେ ୟୋଯାଶଙ୍କ ଶାସନ ଆରମ୍ଭ ହେଲା। ସେ ୟିରୁଶାଲମ ରେ ଚାଳିଶ ବର୍ଷ ରାଜତ୍ବ କଲେ। ତାଙ୍କର ମାତା ବରେଶବୋ ନିବାସିନୀ ସିବିଯା ନାମ ରେ ଖ୍ଯାତ ଥିଲେ।
1 No sétimo ano de Jeú, Joás começou a reinar; e quarenta anos reinou ele em Jerusalém. E o nome da sua mãe era Zíbia de Berseba.
2 ଯୋୟାଶ୍ ତାଙ୍କର ସମଗ୍ର ଜୀବନ କାଳ ରେ ଯାଜକ ୟିହୋଯାଦାଙ୍କ ଶିକ୍ଷାନୁସା ରେ ସଦାପ୍ରଭୁଙ୍କ ଆଜ୍ଞାପାଳନ କଲେ ଏବଂ ସେ ଯାହା କଲେ ତାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ଉତ୍ତମ ଥିଲା।
2 E Joás fez aquilo que era reto à vista do SENHOR todos os dias nos quais Joiada, o sacerdote, instruiu-o.
3 ତଥାପି ସେ, ଉଚ୍ଚସ୍ଥଳୀ ଗୁଡିକୁ ଧ୍ବଂସ କଲେ ନାହିଁ। ଲୋକମାନେ ତଥାପି ବଳିଦାନ ଉତ୍ସର୍ଗ କଲେ ଓ ସହେି ଉଚ୍ଚ ସ୍ଥାନମାନଙ୍କ ରେ ଧୂପ ଜଳାଇଲେ।
3 Porém, os lugares altos não foram removidos; o povo ainda sacrificava e queimava incenso nos lugares altos.
4 ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ମନ୍ଦିର ରେ ଅଧିକ ଟଙ୍କା ରହିଛି, ଯାହାକୁ ଲୋକମାନେ ଆଣିଲେ। ସମାନେେ ଜନ ଗଣନା ସମୟରେ ବର ଦେଲେ। ସମାନେେ ସମାନଙ୍କେର ଅନୁସାରେ ମୁଦ୍ରା ଦେଲେ।
4 E Joás disse aos sacerdotes: Todo o dinheiro das coisas dedicadas que é trazido para a casa do SENHOR, a saber, o dinheiro de cada um que passa pela contagem, o dinheiro que é estimado para cada homem, e todo o dinheiro que vier ao coração de qualquer homem para trazê-lo à casa do SENHOR,
5 ଲୋକମାନଙ୍କଠାରୁ ପ୍ରେତ୍ୟକକ ନିରୁପିତ ମୁଦ୍ରା ପ୍ରାପ୍ତ କରି, ୟିଏ ସବୋ କରିଛି। ମନ୍ଦିରର ଭଗ୍ନସ୍ଥଳର ମରାମତି ରେ ଯାଜକମାନେ ମୁଦ୍ରା ବ୍ଯବହାର କରନ୍ତୁ।
5 que os sacerdotes o tomem, cada um dos seus conhecidos; e que eles reparem as fendas da casa, onde quer que cada fenda for achada.
6 ମାତ୍ର ଯାଜକମାନେ ଯୋୟାଶ୍ ରାଜତ୍ବର ତଇେଶି ବର୍ଷ ପର୍ୟ୍ଯନ୍ତ ଗୃହର କ୍ଷତିସ୍ଥାନ ମରାମତି କରି ନ ଥିଲେ।
6 Porém, assim foi que, no vigésimo terceiro ano do rei Joás, os sacerdotes não haviam reparado as fendas da casa.
7 ତେଣୁ ରାଜା ଯୋୟାଶ୍ ଯାଜକ ଯିହାୟୋଦାରଦା ଓ ଅନ୍ୟ ଯାଜକମାନଙ୍କୁ ଡକାଇଲେ ଏବଂ କହିଲେ, ତୁମ୍ଭମାନେେ ସଦାପ୍ରଭୁ ମନ୍ଦିରର ଉଗ୍ନସ୍ଥାନମାନ କାହିଁକି ମରାମତି କରୁ ନାହିଁ? ତୁମ୍ଭେ ସବୋ କରିଥିବା ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ। ସହେି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିରର ଭଗ୍ନସ୍ଥାନ ପାଇଁ ମରାମତି ରେ ବ୍ଯବହାର ହେଉ।
7 Então, o rei Joás chamou Joiada, o sacerdote, e os demais sacerdotes, e disse-lhes: Por que não reparais as fendas da casa? Agora, portanto, não recebais mais dinheiro dos vossos conhecidos, mas entregai-o para as fendas da casa.
8 ତେଣୁ ଯାଜକମାନେ ଲୋକମାନଙ୍କଠାରୁ ଟଙ୍କା ନନବୋକୁ ସମ୍ମତ ହେଲେ। ଏବଂ ମଧ୍ଯ ମନ୍ଦିର ମରାମତି ନ କରିବାକୁ ସ୍ଥିର କଲେ।
8 E os sacerdotes consentiram em não mais receber dinheiro do povo, nem em reparar as fendas da casa.
9 ତେଣୁ ଯାଜକ ଯିହାୟୋଦାରଦା ଗୋଟିଏ ସିନ୍ଦୁକ ନଇେ ତା'ର ଢାଙ୍କୁଣି ରେ ଏକ ଛିଦ୍ର କରି ୟଜ୍ଞବଦେୀ ନିକଟରେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ ସ୍ଥାନର ଦକ୍ଷିଣ ପାଶର୍‌ବ ରେ ରଖିଲା। ପୁଣି ଦ୍ବାର ରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଟଙ୍କାସବୁ ଲୋକମାନଙ୍କ ଦ୍ବାରା ଆଣିଲେ, ସହେି ଦ୍ବାର ନିକଟରେ ରଖିଲେ।
9 Porém Joiada, o sacerdote, tomou uma arca, e fez um furo na sua tampa, e a colocou ao lado do altar, no lado direito de quem entra na casa do SENHOR; e os sacerdotes que cuidavam da porta colocavam ali dentro todo o dinheiro que era trazido para a casa do SENHOR.
10 ତା'ପରେ ଲୋକମାନେ ସହେି ସିନ୍ଦୁକରେ ଟଙ୍କା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପକାଇଲେ। ଯେତବେେଳେ ରାଜାଙ୍କ ସଚୀବ ଓ ମହାୟାଜକ ଦେଖିଲେ ସିନ୍ଦୁକରେ ପ୍ରଚୁର ଟଙ୍କା ହାଇଗେଲା, ସମାନେେ ଆସି ତାକୁ ନଇଗେଲେ ଓ ଥଳି ରେ ରଖି ଗଣିଲେ।
10 E assim era, quando eles viam que tinha muito dinheiro na arca, que o escriba do rei e o sumo sacerdote subiam, e o recolhiam em sacolas, e contavam o dinheiro que era achado na casa do SENHOR.
11 ସମାନେେ ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା ଶ୍ରମିକମାନଙ୍କୁ, ବଢଇମାନଙ୍କେୁ ଓ ଅନ୍ୟ ରାଜମନ୍ତ୍ରୀଗଣ ସଦାପ୍ରଭୁଙ୍କ ମନ୍ଦିର ପୂନଃନିର୍ମାଣ କାର୍ୟ୍ଯ ମରାମତି ରେ ଏହି ଟଙ୍କା ଦେଲେ।
11 E eles entregavam o dinheiro, depois de contado, nas mãos daqueles que faziam a obra, que tinham a supervisão da casa do SENHOR; e eles o entregavam aos carpinteiros e construtores que trabalhavam na casa do SENHOR,
12 ସମାନେେ ମଧ୍ଯ ପ୍ରସ୍ତର କାରିଗର, ପ୍ରସ୍ତରକଟାଳିମାନଙ୍କୁ ଦେଲେ ଓ ମନ୍ଦିରର ପୁନଃନିର୍ମାଣି ନିମନ୍ତେ ଆବଶ୍ଯକୀଯ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କାଠ, ଖୋଦିତ ପ୍ରସ୍ତର ଓ ଅନ୍ଯାନ୍ଯ ଦ୍ରବ୍ଯ କିଣିବା ରେ ସହେି ମୁଦ୍ରାକୁ ବ୍ଯବହାର କଲେ।
12 e aos pedreiros, e talhadores de pedra, e para a compra de madeira e pedra lavrada para reparar as fendas da casa do SENHOR, e para tudo o que era entregue à casa para repará-la.
13 ମାତ୍ର ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ମୁଦ୍ରା ରେ ଗୃହ ନିମନ୍ତେ ରୋପ୍ଯ ପାତ୍ର, କତୁରିକୁଣ୍ତ, ତୂରୀ କୌଣସି ସୁବର୍ଣ୍ଣ ପାତ୍ର କିମ୍ବା ରୋପ୍ଯପାତ୍ର ନିର୍ମାଣ କଲେ ନାହିଁ।
13 Todavia ali não eram feitos, para a casa do SENHOR, tigelas de prata, espevitadeiras, bacias, trombetas, quaisquer vasos de ouro, ou vasos de prata, do dinheiro que era trazido para a casa do SENHOR;
14 ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କୁଶଳ ଶ୍ରମିକମାନଙ୍କୁ ମଜୁରି ରେ ବ୍ଯଯ କରାଗଲା।
14 mas aquele era entregue por eles aos trabalhadores, e com ele reparavam a casa do SENHOR.
15 ମାତ୍ର ଶ୍ରମିକମାନଙ୍କୁ ଦବୋ ପାଇଁ ଯେଉଁମାନଙ୍କ ହସ୍ତ ରେ ସେ ଟଙ୍କା ଦିଆଗଲା, ସମାନଙ୍କେଠାରୁ କହେି ହିସାବ ନେଲେ ନାହିଁ। କାରଣ ସମାନେେ ଅତି ବିଶ୍ବସ୍ତ ଭାବରେ କାମ କଲେ।
15 Além disso, eles não ajustavam contas com os homens em cujas mãos eles entregavam o dinheiro a ser doado aos trabalhadores; porque eles agiam com fidelidade.
16 କୌଣସି ଦୋଷ ପାଇଁ ଓ ପାପ ପାଇଁ ଉତ୍ସର୍ଗୀକୃତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ ରେ ବ୍ଯବହୃତ ହେଲା ନାହିଁ। ତାହା ଯାଜକମାନଙ୍କର ହେଲା।
16 O dinheiro pela transgressão e o dinheiro pelo pecado não era trazido para dentro da casa do SENHOR; ele era dos sacerdotes.
17 ଅନନ୍ତର ଅରାମର ରାଜା ହସାଯଲେ ଗାଥ ବିରୁଦ୍ଧ ରେ ୟୁଦ୍ଧ କରି ତାକୁ ଅଧିକାର କଲେ। ତା'ପରେ ସେ ୟିରୁଶାଲମ ବିରୁଦ୍ଦ ରେ ୟୁଦ୍ଧ କରିବାକୁ ଯୋଜନା କଲେ।
17 Então, Hazael, rei da Síria, subiu e lutou contra Gate, e a tomou; e Hazael dispôs a sua face para subir até Jerusalém.
18 ଏଥି ରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ୟିହୋଶାଫଟ, ୟିହୋରାମ ଓ ଅହସିଯ ପ୍ରଭୃତି ରାଜାଗଣ ସଦାପ୍ରଭୁଙ୍କୁ ଅର୍ପଣ କରିଥିବା ସମସ୍ତ ପବିତ୍ର ବସ୍ତ୍ର ଓ ସୁବର୍ଣ୍ଣ ଓ ଯୋୟାଶ୍ ସଦାପ୍ରଭୁଙ୍କ ଭଣ୍ତାର ରେ ଏବଂ ରାଜ ପ୍ରାସାଦ ରେ ରଖାୟାଇଥିବା ସୁବର୍ଣ୍ଣ ଆଦି ମୂଲ୍ଯବାନ ଦ୍ରବ୍ଯଗୁଡିକୁ ଅରାମର ରାଜା ହସାଯଲେ ନିକଟକୁ ପଠାଇଲେ, ତେଣୁ ସେ ଆଉ ୟିରୁଶାଲମ ବିରୁଦ୍ଧ ରେ ଗଲେ ନାହିଁ।
18 E Joás, rei de Judá, tomou todas as coisas consagradas que Josafá, e Jeorão, e Acazias, os seus pais, reis de Judá, haviam dedicado, e as suas próprias coisas consagradas, e todo o ouro que fora encontrado nos tesouros da casa do SENHOR, e na casa do rei, e os enviou para Hazael, rei da Síria; e ele se foi embora de Jerusalém.
19 ୟୋଯାଶ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ କଳାପ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
19 E o restante dos atos de Joás, e tudo o que ele fez, não estão escritos no livro das Crônicas dos reis de Judá?
20 ଏହାପରେ ୟୋଯାଶ୍ଙ୍କର ଦାସମାନେ ଚକ୍ରାନ୍ତ କରି ସିଲ୍ଲାକୁ ୟିବା ପରେ ମିଲ୍ଲୋ ନାମକ ଗୃହ ରେ ତାଙ୍କୁ ବଧ କଲେ।
20 E os seus servos levantaram-se, e fizeram uma conspiração, e mataram Joás na casa de Milo, a qual desce para Sila.
21 ଶିମିଯତର ପୁତ୍ର ୟୋଷାଖ୍ର ଓ ଶୋମରର ପୁତ୍ର ୟିହୋଷାବଦ୍ ନାମକ ୟୋଯାଶ୍ଙ୍କର ଦୁଇଟି ଦାସ ତାଙ୍କୁ ବଧ କଲେ। ତା'ପରେ ସମାନେେ ଦାଉଦ ନଗର ରେ ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ତାଙ୍କୁ କବର ଦେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ଅମତ୍ସିଯ ରାଜ୍ଯ କଲେ।
21 Pois Jozacar, o filho de Simeate, e Jozabade, o filho de Somer, os seus servos, mataram-no, e ele morreu; e eles o sepultaram com os seus pais na cidade de Davi; e Amazias, o seu filho, reinou no seu lugar.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Reis 12, comparar traduções ou montar um estudo — tudo direto pelo WhatsApp.