2 Reis 13

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ଯିହୁଦାର ରାଜା ଅହସିଯଙ୍କ ପୁତ୍ର ୟୋଯାଶ୍ଙ୍କ ରାଜତ୍ବର ତ୍ରଯବିଂଶ ବର୍ଷ ରେ ଯହେୂଙ୍କର ପୁତ୍ର ଯିହାୟୋଦାରହସ୍ ଶମରିଯା ରେ ଇଶ୍ରାୟେଲ ଉପରେ ରାଜା ହେଲେ। ସେ ସତର ବର୍ଷ ରାଜତ୍ବ କଲେ।
1 No vigésimo terceiro ano de Joás, filho de Acazias, rei de Judá, começou a reinar Jeoacaz, filho de Jeú, sobre Israel, em Samaria, e reinou dezessete anos.
2 ସେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କଲେ। ନବାଟଙ୍କ ପୁତ୍ର ୟାରବିଯାମ ଦ୍ବାରା ପାପକୁ ସେ ଅନୁସରଣ କଲେ, ଯାହା ସେ ଇଶ୍ରାୟେଲୀୟମାନଙ୍କୁ କରାଇଲେ। ସେ ପାପଗାମୀ ହେଲେ ଓ ସେଥିରୁ ବିମୂଖ ହେଲେ ନାହିଁ।
2 E fez o que era mau perante o Senhor ; porque andou nos pecados de Jeroboão, filho de Nebate, que fez pecar a Israel; não se apartou deles.
3 ଏଥି ରେ ସଦାପ୍ରଭୁ ଇଶ୍ରାୟେଲ ବିରୁଦ୍ଧ ରେ କୋର୍ଧାନ୍ବିତ ହେଲେ। ତେଣୁ ସେ ଅରାମର ରାଜା ହସାଯଲେ ଓ ତାଙ୍କର ପୁତ୍ର ବିନ୍ହଦଦ୍ ଶାସନର ଅଧିନ ରେ ଇଶ୍ରାୟେଲକୁ ଦିର୍ଘ ସମୟ ପାଇଁ ଦେଲେ।
3 Pelo que se acendeu contra Israel a ira do Senhor , o qual os entregou nas mãos de Hazael, rei da Síria, e nas mãos de Ben-Hadade, filho de Hazael, todos aqueles dias.
4 ତା'ପରେ ଯିହାୟୋଦାରହସ୍ ସଦାପ୍ରଭୁଙ୍କ କୃପା ଭିକ୍ଷା କଲେ। ସେ ତାଙ୍କର ନିବଦନେ ଶୁଣିଲେ ଓ ଇଶ୍ରାୟେଲ ଉପରେ ଅରାମ ରାଜାଙ୍କର ଉପଦ୍ରବ ଓ ଇଶ୍ରାୟେଲୀୟମାନଙ୍କର ଦୁର୍ଦ୍ଦଶା ଦେଖିଲେ।
4 Porém Jeoacaz fez súplicas diante do Senhor , e o Senhor o ouviu; pois viu a opressão com que o rei da Síria atormentava a Israel.
5 ତେଣୁ ସଦାପ୍ରଭୁ ଇଶ୍ରାୟେଲ ଉଦ୍ଧାର ପାଇଁ ଏକ ଲୋକ ପଠାଇଲେ। ଫଳ ରେ ଇଶ୍ରାୟେଲୀୟମାନେ ଅରାମୀଯମାନଙ୍କଠାରୁ ମୁକ୍ତ ହେଲେ ଓ ପୂର୍ବପରି ନିଜ ନିଜ ଗୃହକୁ ଗଲେ।
5 O Senhor deu um salvador a Israel, de modo que os filhos de Israel saíram de sob o poder dos siros e habitaram, de novo, em seus lares, como dantes.
6 ତଥାପି ଇଶ୍ରାୟେଲୀୟମାନେ ୟାରବିଯାମ ବଂଶକୃତ ପାପ ପଥରୁ ବିମୁଖ ହେଲେ ନାହିଁ। ସମାନେେ ସହେି ପୂର୍ବପରି ପାପ କରି ଚାଲିଲେ, ଯାହା ସମାନେେ ଇଶ୍ରାୟେଲୀୟମାନଙ୍କୁ ପାପ କରାଇଥିଲେ। ସମାନେେ ମଧ୍ଯ ଶମରିଯା ରେ ଆଶରୋ ଖମ୍ବଗୁଡିକ ରଖିଲେ।
6 Contudo, não se apartaram dos pecados da casa de Jeroboão, que fez pecar a Israel, porém andaram neles; e também o poste-ídolo permaneceu em Samaria.
7 ଅରାମର ରାଜା ୟିହୋଯାଶ୍ଙ୍କ ସୈନ୍ଯବାହିନୀକୁ ପରାସ୍ତ କରି ତାଙ୍କର ମାତ୍ର ପଚାଶ ଅଶ୍ବାରୋହୀ, ଦଶଟି ରଥ ଓ 10,000 ପଦାତିକଙ୍କୁ ଛାଡି ଅନ୍ୟ ସମସ୍ତଙ୍କୁ ବଧ କଲେ। ଯିହାୟୋଦାରଶ୍ଙ୍କ ସୈନ୍ଯମାନେ ଶସ୍ଯ ଅମଳ ସମୟରେ ଅଗାଡି ତୁଲ୍ଯ ପବନ ରେ ଗ୍ଭଲିଗଲେ।
7 E foi o caso que não se deixaram a Jeoacaz, do exército, senão cinquenta cavaleiros, dez carros e dez mil homens de pé; porquanto o rei da Síria os havia destruído e feito como o pó, trilhando-os.
8 ୟିହୋଯାଶ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ ମହାନ୍ କାର୍ୟ୍ଯାବଳୀ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଛି।
8 Ora, os mais atos de Jeoacaz, e tudo o que fez, e o seu poder, porventura, não estão escritos no Livro da História dos Reis de Israel?
9 ଅନନ୍ତର ଯିହାୟୋଦାରଶ୍ଙ୍କ ମୃତ୍ଯୁ ହେଲା ଓ ଲୋକମାନେ ଶମରିଯା ରେ ତାଙ୍କୁ ପୁର୍ବପୁରୁଷଙ୍କ ନିକଟରେ କବର ଦେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯୋୟାଶ୍ ରାଜ୍ଯ ଶାସନ କଲେ।
9 Jeoacaz descansou com seus pais, e o sepultaram em Samaria; e Jeoás, seu filho, reinou em seu lugar.
10 ଯିହୁଦା ରେ ଯୋୟାଶ୍ ରାଜାଙ୍କ ସପ୍ତତ୍ରିଂଶ ବର୍ଷ ରାଜତ୍ବ କାଳ ରେ ଯିହାୟୋଦାରଶ୍ଙ୍କ ପୁତ୍ର ଯୋୟାଶ୍ ଶମରିଯା ରେ ଇଶ୍ରାୟେଲ ଉପରେ ରାଜତ୍ବ କରିବାକୁ ୟାଇ ଷୋହଳ ବର୍ଷ ରାଜ୍ଯଶାସନ କଲେ।
10 No trigésimo sétimo ano de Joás, rei de Judá, começou Jeoás, filho de Jeoacaz, a reinar sobre Israel, em Samaria; e reinou dezesseis anos.
11 ଇଶ୍ରାୟେଲର ରାଜା ୟୋଯାଶ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ନବାଟଙ୍କ ପୁତ୍ର ୟାରବିଯାମ, ଇଶ୍ରାୟେଲୀୟମାନଙ୍କୁ ଯେଉଁ ପାପରେ ଲିପ୍ତ କରୁଥିଲେ ସହେି ସମାନ ପାପ ଅନୁସରଣ କଲେ ୟିଏ ଇଶ୍ରାୟେଲ ପାପର କାରଣ ହେଲା।
11 Fez o que era mau perante o Senhor ; não se apartou de nenhum dos pecados de Jeroboão, filho de Nebate, que fez pecar a Israel; porém andou neles.
12 ୟୋଯାଶଙ୍କ ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିଯା ଓ ଯେଉଁ ପରାକ୍ରମ ରେ ସେ ଯିହୁଦା ରେ ରାଜା ଅମତ୍ସିଯ ସଙ୍ଗେ ୟୁଦ୍ଧ କରିଥିଲେ ତାହା ସବୁ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
12 Quanto aos mais atos de Jeoás, e a tudo o que fez, e ao seu poder, com que pelejou contra Amazias, rei de Judá, porventura, não estão escritos no Livro da História dos Reis de Israel?
13 ୟୋଯାଶ୍ଙ୍କ ମୃତ୍ଯୁ ହେଲା ଓ ସେ ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ୟାରବିଯାମ ତାଙ୍କ ଅନ୍ତେ ସିଂହାସନ ରେ ଉପବିଷ୍ଟ ହେଲେ ଓ ଯୋୟାଶ୍ ଇଶ୍ରାୟେଲର ରାଜାମାନଙ୍କ ସହିତ ଶମରିଯା ରେ କବର ପ୍ରାପ୍ତ ହେଲେ।
13 Descansou Jeoás com seus pais, e no seu trono se assentou Jeroboão. Jeoás foi sepultado em Samaria, junto aos reis de Israel.
14 ଇଲୀଶାୟ ପୀଡିତ ହେଲେ, ପରେ ଅସୁସ୍ଥତାରୁ ମୃତ୍ଯୁ ବରଣ କଲେ। ଇଶ୍ରାୟେଲ ରାଜା ଯୋୟାଶ୍ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ରୋଦନ କରି କହିଲେ, ହେ ମାରେ ପିତା! ହେ ମାରେପିତା! ହେ ଇଶ୍ରାୟେଲର ରଥ ଓ ତହିଁର ଅଶ୍ବାରୋହୀଗଣ ପାଇଁ ଏହା ସମୟ କି?
14 Estando Eliseu padecendo da enfermidade de que havia de morrer, Jeoás, rei de Israel, desceu a visitá-lo, chorou sobre ele e disse: Meu pai, meu pai! Carros de Israel e seus cavaleiros!
15 ଇଲୀଶାୟ ୟୋଯାଶଙ୍କୁ କହିଲେ, ଧନୁଗୁଡିକ ଓ ବାଣ ଧର।
15 Então, lhe disse Eliseu: Toma um arco e flechas; ele tomou um arco e flechas.
16 ତା'ପରେ ଇଲୀଶାୟ ରାଜାଙ୍କୁ ପୁଣି କହିଲେ, ଧନୁ ରେ ତୁମ୍ଭହାତ ଦିଅ। ତେଣୁ ରାଜା ଧନୁ ଉପରେ ହାତ ରଖିଲେ। ତା'ପରେ ଇଲୀଶାୟ ତାଙ୍କ ହାତ ରାଜାଙ୍କ ହାତ ଉପରେ ରଖିଲେ।
16 Disse ao rei de Israel: Retesa o arco; e ele o fez. Então, Eliseu pôs as mãos sobre as mãos do rei.
17 ଇଲୀଶାୟ କହିଲେ, ପୂର୍ବ ଦିଗ ରେ ଥିବା ଝରକା ଖୋଲ। ଯୋୟାଶ୍ ଝରକା ଖାଲିେଲେ। ତା'ପରେ ଇଲୀଶାୟ କହିଲେ, ତୀର ନିକ୍ଷପେ କର।
17 E disse: Abre a janela para o oriente; ele a abriu. Disse mais Eliseu: Atira; e ele atirou. Prosseguiu: Flecha da vitória do Senhor ! Flecha da vitória contra os siros! Porque ferirás os siros em Afeca, até os consumir.
18 ପୁଣି ଇଲୀଶାୟ କହିଲେ, ତୀରଗୁଡିକ ନିଅ। ସେ ତୀରଗୁଡିକ ନେଲେ। ତା'ପରେ ଇଲୀଶାୟ ରାଜାଙ୍କୁ କହିଲେ, ଭୂମିରୁ ଆଘାତ କର।
18 Disse ainda: Toma as flechas. Ele as tomou. Então, disse ao rei de Israel: Atira contra a terra; ele a feriu três vezes e cessou.
19 ପରମେଶ୍ବରଙ୍କ ଲୋକ ତାଙ୍କ ଉପରେ କୃଦ୍ଧ ହାଇେ କହିଲେ, ତୁମ୍ଭେ ପାଞ୍ଚ କିମ୍ବା ଛଅ ଥର ଆଘାତ କରିବା କଥା। ତାହା ହାଇେଥିଲେ ତୁମ୍ଭେ ଅରାମକୁ ନିଃଶଷେ କରିବା ପର୍ୟ୍ଯନ୍ତ ସମାନଙ୍କେୁ ହରାଇଥାନ୍ତ। କିନ୍ତୁ ବର୍ତ୍ତମାନ ଅରାମକୁ କବଳେ ତିନି ଥର ପାଇଁ ହରାଇବ।
19 Então, o homem de Deus se indignou muito contra ele e disse: Cinco ou seis vezes a deverias ter ferido; então, feririas os siros até os consumir; porém, agora, só três vezes ferirás os siros.
20 ଇଲୀଶାୟଙ୍କ ମୃତ୍ଯୁପରେ ଲୋକମାନେ ତାଙ୍କୁ କବର ଦେଲେ।
20 Morreu Eliseu, e o sepultaram. Ora, bandos dos moabitas costumavam invadir a terra, à entrada do ano.
21 କେତକେ ଇଶ୍ରାୟେଲୀୟ ଜଣେ ମୃତବ୍ଯକ୍ତିକୁ କବର ଦେଉଥିବା ବେଳେ ସମାନେେ ମାୟୋବୀଯ ସୈନ୍ଯମାନଙ୍କୁ ନିକଟକୁ ଆସୁଥିବାର ଦେଖିଲେ। ତହୁଁ ସମାନେେ ଭୟ ରେ ସହେି ମୃତ ଶରୀରକୁ ଇଲୀଶାୟ କବର ଭିତ ରେ ପକାଇ ଦେଲେ ଏବଂ ଦୌଡି ପଳାଇଗଲେ। ସହେିମୃତ ବ୍ଯକ୍ତି ଇଲୀଶାୟଙ୍କ ଅସ୍ଥି ସ୍ପର୍ଶ କଲାମାତ୍ ରେ ଜୀବନ୍ତ ହାଇେ ନିଜ ଗୋଡ ରେ ଛିଡା ହେଲା।
21 Sucedeu que, enquanto alguns enterravam um homem, eis que viram um bando; então, lançaram o homem na sepultura de Eliseu; e, logo que o cadáver tocou os ossos de Eliseu, reviveu o homem e se levantou sobre os pés.
22 ଯିହାୟୋଦାରହସଙ୍କ ରାଜତ୍ବ କାଳର ସମସ୍ତ ସମୟ ଅରାମର ରାଜା ହସାଯଲେ ଇଶ୍ରାୟେଲର କ୍ଲେଶର କାରଣ ହେଲେ।
22 Hazael, rei da Síria, oprimiu a Israel todos os dias de Jeoacaz.
23 ମାତ୍ର ସଦାପ୍ରଭୁ ଇଶ୍ରାୟେଲୀୟମାନଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲେ ଓ ସମାନଙ୍କେ ପ୍ରତି କୃପା ଦୃଷ୍ଟି କଲେ। କାରଣ ଅବ୍ରହାମ, ଇସ୍ହାକ୍ ଓ ଯାକୁବ ସହିତ ସଦାପ୍ରଭୁଙ୍କର ଚୁକ୍ତି ହାଇେଥିଲା। ସେ ସମାନଙ୍କେୁ ବିନାଶ କରିବେ ନାହିଁ କି ଦୂ ରଇେ ଦବେେ ନାହିଁ।
23 Porém o Senhor teve misericórdia de Israel, e se compadeceu dele, e se tornou para ele, por amor da aliança com Abraão, Isaque e Jacó; e não o quis destruir e não o lançou ainda da sua presença.
24 ହସାଯଲଙ୍କେ ମୃତ୍ଯୁପରେ ବିନ୍ହଦଦ୍ ନୂଆ ରାଜା ହେଲେ।
24 Morreu Hazael, rei da Síria; e Ben-Hadade, seu filho, reinou em seu lugar.
25 ତାଙ୍କର ମୃତ୍ଯୁ ପୁର୍ବରୁ ୟୋଯାଶଙ୍କର ପିତା ଯିହାୟୋଦାରହସ୍ଙ୍କଠାରୁ ନଗରଗୁଡିକୁ ହସାଯଲେ ଅଧିକାର କରି ନେଲେ। ଯିହାୟୋଦାରହସ୍ଙ୍କ ପୁତ୍ର ୟୋଯାଶ ହସାଯେଲ୍ର ପୁତ୍ର ବିନ୍ହଦଦ୍ଙ୍କଠାରୁ ସହେି ନଗର ଗୁଡିକ ପୁନର୍ବାର ନେଲେ। ଯୋୟାଶ୍ ବିନହଦଦ୍ଙ୍କୁ ତିନିଥର ପରାସ୍ତ କରି ଇଶ୍ରାୟେଲର ନଗରଗୁଡିକୁ ନଇେଥିଲେ।
25 Jeoás, filho de Jeoacaz, retomou as cidades das mãos de Ben-Hadade, que este havia tomado das mãos de Jeoacaz, seu pai, na guerra; três vezes Jeoás o feriu e recuperou as cidades de Israel.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Reis 13, comparar traduções ou montar um estudo — tudo direto pelo WhatsApp.