2 Reis 14
Oriya Bible (GL_ORIYA) vs ACF
1 ଇଶ୍ରାୟେଲର ରାଜା ଯିହାୟୋଦାରହସ୍ଙ୍କ ପୁତ୍ର ୟୋଯାଶଙ୍କର ରାଜତ୍ବର ଦ୍ବିତୀୟ ବର୍ଷ ରେ ଯିହୁଦାର ରାଜା ୟୋଯାଶଙ୍କର ପୁତ୍ର ଅମତ୍ସିଯ ରାଜ୍ଯ କରିବାକୁ ଆରମ୍ଭ କଲେ।
1 No segundo ano de Jeoás, filho de Jeoacaz, rei de Israel, começou a reinar Amazias, filho de Joás, rei de Judá.
2 ସେ ପଚିଶ ବର୍ଷ ବଯସ ରେ ରାଜ୍ଯ ଶାସନ ଆରମ୍ଭ କରିଥିଲେ ଓ ସେ ଅଣତିରିଶ ବର୍ଷ ୟିରୁଶାଲମ ରେ ଶାସନ କଲେ। ତାଙ୍କର ମାତାଙ୍କର ନାମ ୟିହୋଯୋଦ୍ଦନ ଓ ସେ ସ୍ତ୍ରୀ ୟିରୁଶାଲମ ନିବାସିନୀ ଥିଲେ।
2 Tinha vinte e cinco anos quando começou a reinar, e vinte e nove anos reinou em Jerusalém. E era o nome de sua mãe Joadã, de Jerusalém.
3 ପୁଣି ଅମତ୍ସିଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ। ମାତ୍ର ସେ ତାଙ୍କ ପୁର୍ବପୁରୁଷ ଦାଉଦଙ୍କ ପରି ସମ୍ପୂର୍ଣ୍ଣ ଭାବରେ ପରମେଶ୍ବରଙ୍କ ଅନୁଗାମୀ ହେଲେ ନାହିଁ। ସେ ନିଜର ପିତା ୟୋଯାଶ୍ଙ୍କର କୃତ କର୍ମାନୁସା ରେ କର୍ମ କଲେ।
3 E fez o que era reto aos olhos do Senhor, ainda que não como seu pai Davi; fez, porém, conforme tudo o que fizera Joás seu pai.
4 ସେ ଉଚ୍ଚସ୍ଥଳୀଗୁଡିକ ଧ୍ବଂସ କଲେ ନାହିଁ। ଲୋକମାନେ ତଥାପି ସେ ଉଚ୍ଚସ୍ଥାନମାନଙ୍କ ରେ ବଳିଦାନ କଲେ ଓ ଧୂପ ଜଳାଇଲେ।
4 Tão-somente os altos não foram tirados; porque o povo ainda sacrificava e queimava incenso nos altos.
5 ସେତବେେଳେ ଅମତ୍ସିଯଙ୍କର ରାଜ୍ଯ ଉପରେ ଦୃଢ ନିଯନ୍ତ୍ରଣ ଥିଲା। ସେ ତାଙ୍କର ଦାସମାନଙ୍କ ମଧ୍ଯରୁ ଯେଉଁମାନେ ତାଙ୍କ ପିତାଙ୍କର ହତ୍ଯାକାରୀ ଥିଲେ। ସମାନଙ୍କେୁ ବଧ କଲେ।
5 Sucedeu que, sendo já o reino confirmado na sua mão, matou os servos que tinham matado o rei, seu pai.
6 ମାତ୍ର, ସେ ହତ୍ଯାକାରୀମାନଙ୍କ ସନ୍ତାନମାନଙ୍କୁ ବଧ କଲେ ନାହିଁ। କାରଣ ମାଶାଙ୍କେର ବ୍ଯବସ୍ଥା ପୁସ୍ତକରେ ସଦାପ୍ରଭୁଙ୍କ ଏହି ଆଜ୍ଞା ଲିଖିତ ହାଇେଛି ଯେ, ସନ୍ତାନମାନଙ୍କ ପାପପାଇଁ ପିତାମାତା ଦଣ୍ତିତ ହବେେ ନାହିଁ, କିମ୍ବା ପିତାମାତାଙ୍କ ପାପ ଯୋଗୁଁ ସନ୍ତାନଗଣ ମୃତ୍ଯୁଦଣ୍ତ ପାଇବେ ନାହିଁ। ପ୍ରେତ୍ୟକକ ଲୋକ ନିଜ ପାପ ଲାଗି ଦଣ୍ତିତ ଭୋଗ କରିବ।
6 Porém os filhos dos assassinos não matou, como está escrito no livro da lei de Moisés, no qual o Senhor deu ordem, dizendo: Não matarão os pais por causa dos filhos, e os filhos não matarão por causa dos pais; mas cada um será morto pelo seu pecado.
7 ଅମତ୍ସିଯ ଲବଣ ଉପତ୍ୟକା ରେ 10,000 ଇଦୋମ ଲୋକଙ୍କୁ ବଧ କଲେ ଓ ୟୁଦ୍ଧ ରେ ସେଲା ନଗର ଅଧିକାର କରି ତାହାର ନାମ ୟକ୍ତଲେ ରଖିଲେ। ତାହା ଆଜି ମଧ୍ଯ ୟକ୍ତଲେ ନାମ ରେ ପରିଚିତ।
7 Este feriu a dez mil edomitas no vale do Sal, e tomou a Sela na guerra; e chamou-a Jocteel, até ao dia de hoje.
8 ଅମତସିଯ ଯହେୂଙ୍କ ପୌତ୍ର ଓ ଯିହାୟୋଦାରହସ୍ଙ୍କ ପୁତ୍ର ୟୋଯାଶଙ୍କ ନିକଟକୁ ସନ୍ଦେଶବାହ ପଠାଇଲେ, ଇଶ୍ରାୟେଲ ରାଜା କହୁଛନ୍ତି, ଆସ, ଆମ୍ଭମାନେେ ପରସ୍ପର ସମ୍ମୁଖା ସମ୍ମୁଖୀ ହାଇେ ୟୁଦ୍ଧ କରିବା।
8 Então Amazias enviou mensageiros a Jeoás, filho de Jeoacaz, filho de Jeú, rei de Israel, dizendo: Vem, vejamo-nos face a face.
9 ଇଶ୍ରାୟେଲର ରାଜା ୟୋଯାଶ ଯିହୁଦାର ରାଜା ଅମତ୍ସିଯ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନ୍ର କଣ୍ଟକଲତା ଏରସ୍ବୃକ୍ଷ ନିକଟକୁ କହି ପଠାଇଲେ, 'ତୁମ୍ଭ କନ୍ଯାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ କରିଦିଅ।' ମାତ୍ର ଲିବାନୋନ୍ର ଏକ ବନ୍ଯ ପଶୁ ସହେି ବାଟ ଦଇେ ଯାଉଥିଲା ଓ ସେ କଣ୍ଟକଲତାକୁ ପାଦ ରେ ଦଳି ଦଲୋ।
9 Porém Jeoás, rei de Israel, enviou a Amazias, rei de Judá, dizendo: O cardo que estava no Líbano mandou dizer ao cedro que estava no Líbano: Dá tua filha por mulher a meu filho; mas os animais do campo, que estavam no Líbano, passaram e pisaram o cardo.
10 ଏହା ସତ୍ଯ ତୁମ୍ଭେ ଇଦୋମ ଅଧିକାର କରିଛ। ସେଥିପାଇଁ ତୁମ୍ଭେ ଗର୍ବିତ କାରଣ ତୁମ୍ଭେ ଇଦୋମ ଜଯ କରିଛ। ସହେି ଗୌରବ ନଇେ ସନ୍ତୁଷ୍ଟ ହାଇେ ରୁହ। ଆଉ ନିଜ ଉପରେ କ୍ଲେଶ ଆଣ ନାହିଁ। ଯଦି ତୁମ୍ଭେ ଏହା କର, ତୁମ୍ଭେ ଯିହୁଦାର ସହିତ ପତନ ହବେ।
10 Na verdade feriste os moabitas, e o teu coração se ensoberbeceu; gloria-te disso, e fica em tua casa; e por que te entremeterias no mal, para caíres tu, e Judá contigo?
11 ମାତ୍ର ଅମତ୍ସିଯ ୟୋଯାଶଙ୍କ କଥା ଶୁଣିଲେ ନାହିଁ। ତେଣୁ ୟୋଯାଶ ଓ ଅମତ୍ସିଯ ଯିହୁଦାର ବୈଥଶମେଶ ରେ ପରସ୍ପର ୟୁଦ୍ଧ ରେ ସମ୍ମୁଖୀନ ହେଲେ।
11 Mas Amazias não o ouviu. E subiu Jeoás, rei de Israel, e Amazias, rei de Judá, e viram-se face a face, em Bete-Semes, que está em Judá.
12 ଇଶ୍ରାୟେଲ ଯିହୁଦାକୁ ପରାସ୍ତ କଲା ଓ ଯିହୁଦାର ପ୍ରେତ୍ୟକକ ଲୋକ ନିଜନିଜ ତମ୍ବୁକୁ ପଳାଯନ କଲେ।
12 E Judá foi ferido diante de Israel, e fugiu cada um para a sua tenda.
13 ଇଶ୍ରାୟେଲ ରାଜା ଯୋୟାଶର ପୁତ୍ର ଯିହୁଦାର ରାଜା ଓ ଅହସିଯଙ୍କର ପୌତ୍ର ବୈଥଶମେଶକୁ ଅଧିକାର କଲେ। ପ୍ରାଯ 600 ଫୁଟ୍ ଇଫ୍ରାଯିମର ଦ୍ବାରଠାରୁ କଣର ଦ୍ବାର ପର୍ୟ୍ଯନ୍ତ ନଗର ପାଚରେୀ ୟୋଯାଶଯ ଭାଙ୍ଗି ଦଇେଥିଲେ।
13 E Jeoás, rei de Israel, tomou a Amazias, rei de Judá, filho de Joás, filho de Acazias, em Bete-Semes; e veio a Jerusalém, e rompeu o muro de Jerusalém, desde a porta de Efraim até a porta da esquina, quatrocentos côvados.
14 ପୁଣି ସଦାପ୍ରଭୁଙ୍କ ମନ୍ଦିର ରେ ଓ ରାଜଗୃହର ଭଣ୍ତାର ରେ ଥିବା ସମସ୍ତ ସୁବର୍ଣ୍ଣ, ରୈପ୍ଯ ଓ ପାତ୍ର ନଇେ ବନ୍ଦୀମାନଙ୍କୁ ମଧ୍ଯ ସଙ୍ଗ ରେ ନଇେ ଶମରିଯାକୁ ଫରେି ଗଲେ।
14 E tomou todo o ouro e a prata, e todos os vasos que se acharam na casa do Senhor e nos tesouros da casa do rei, como também os reféns e voltou para Samaria.
15 ପୁଣି ୟୋଯାଶଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିଯା ଓ ପରାକ୍ରମ ଏବଂ ସେ ଯିହୁଦା ରାଜା ଅମତ୍ସିଯଙ୍କ ସଙ୍ଗେ କି ପ୍ରକାର ୟୁଦ୍ଧ କଲେ ସେ ସବୁ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
15 Ora, o mais dos atos de Jeoás, o que fez e o seu poder, e como pelejou contra Amazias, rei de Judá, porventura não está escrito no livro das crônicas dos reis de Israel?
16 ୟୋଯାଶଙ୍କର ମୃତ୍ଯୁ ହେଲା ଓ ସେ ନିଜର ପୂର୍ବପୁରୁଷଗଣଙ୍କ ସହିତ ଶମରିଯା ରେ ଇଶ୍ରାୟେଲ ରାଜାମାନଙ୍କ ସଙ୍ଗେ କବର ନେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ୟାରବିଯାମ ନୂତନ ରାଜା ରୂପେ ପରିଚିତ ହେଲେ।
16 E dormiu Jeoás com seus pais, e foi sepultado em Samaria, junto aos reis de Israel; e Jeroboão, seu filho, reinou em seu lugar.
17 ଇଶ୍ରାୟେଲ ରାଜା ଯିହାୟୋଦାରହସଙ୍କର ପୁତ୍ର ୟୋଯାଶଙ୍କର ମୃତ୍ଯୁ ପରେ ଯିହୁଦାର ରାଜା ୟୋଯାଶଙ୍କର ପୁତ୍ର ଅମିତ୍ସିଯ ପନ୍ଦର ବର୍ଷ ବଞ୍ଚିଲେ।
17 E viveu Amazias, filho de Joás, rei de Judá, depois da morte de Jeoás, filho de Jeoacaz, rei de Israel, quinze anos.
18 ଅମତ୍ସିଯ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ପରାକ୍ରମ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
18 Ora, o mais dos atos de Amazias, porventura não está escrito no livro das crônicas dos reis de Judá?
19 ଅନନ୍ତର ୟିରୁଶାଲମ ରେ ଲୋକମାନେ ତାଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ। ତେଣୁ ସେ ଲାଖୀଶକୁ ପଳାଇଲେ। ମାତ୍ର ସମାନେେ ଲାଖୀଶକୁ ଲୋକ ପଠାଇ ତାଙ୍କୁ ବଧ କଲେ।
19 E conspiraram contra ele em Jerusalém, e fugiu para Laquis; porém enviaram após ele até Laquis, e o mataram ali.
20 ପୁଣି ସମାନେେ ତାଙ୍କର ମୃତ ଶବକୁ ଅଶ୍ବପୃଷ୍ଠ ରେ ଆଣି ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ୟିରୁଶାଲମ ରେ ଦାଉଦ ନଗର ରେ କବର ଦେଲେ।
20 E o trouxeram em cima de cavalos; e o sepultaram em Jerusalém, junto a seus pais, na cidade de Davi.
21 ଅନନ୍ତର ଯିହୁଦାର ସମସ୍ତ ଲୋକ ଅମତ୍ସିଯଙ୍କର ଷୋଳବର୍ଷର ପୁତ୍ର ଅସରିଯଙ୍କୁ ତାଙ୍କ ପିତାଙ୍କ ପଦ ରେ ରାଜା କଲେ।
21 E todo o povo de Judá tomou a Azarias, que já era de dezesseis anos, e o fizeram rei em lugar de Amazias, seu pai.
22 ଅମତ୍ସିଯ ନିଜ ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ତତ୍ପରେ ଅସରିଯ ଏଲତ୍ ନଗରକୁ ଦୃଢ କରି ତାହା ପୁନର୍ବାର ଯିହୁଦାର ଅଧିନକୁ ଆଣିଲେ।
22 Este edificou a Elate, e a restituiu a Judá, depois que o rei dormiu com seus pais.
23 ଯିହୁଦାର ରାଜା ୟୋଯାଶଙ୍କର ପୁତ୍ର ରାଜା ଅମତ୍ସିଯଙ୍କ ରାଜତ୍ବର ପନ୍ଦର ବର୍ଷ ରେ ଇଶ୍ରାୟେଲର ରାଜା ୟୋଯାଶଙ୍କର ପୁତ୍ର ୟାରବିଯାମ ଶମରିଯା ରେ ରାଜ୍ଯ ଶାସନ ଆରମ୍ଭ କଲେ ଓ ସେ ଏକଗ୍ଭଳିଶ ବର୍ଷ ରାଜତ୍ବ କଲେ।
23 No décimo quinto ano de Amazias, filho de Joás, rei de Judá, começou a reinar em Samaria, Jeroboão, filho de Jeoás, rei de Israel, e reinou quarenta e um anos.
24 ସଦାପ୍ରଭୁଙ୍କ ଦୃଷ୍ଟି ରେ ଏପରି କର୍ମ କରିଗଲେ ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ ଥିଲା। ନବାଟଙ୍କ ପୁତ୍ର ୟାରବିଯାମ ଯେଉଁ ପାପ ନିଜେ କରିଥିଲେ, ତାହା ଇଶ୍ରାୟେଲୀୟମାନଙ୍କୁ ମଧ୍ଯ କରାଇଲେ। ସେ ସେଥିରୁ ବିରତ ହେଲେ ନାହିଁ।
24 E fez o que era mau aos olhos do Senhor; nunca se apartou de nenhum dos pecados de Jeroboão, filho de Nebate, com que fez pecar a Israel.
25 ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ବାକ୍ଯ ଅନୁସାରେ ଅମିତ୍ତଯର ପୁତ୍ର ଗାଥ ହଫରେ ନିବାସୀ ଆପଣା ସବେକ ୟୂନସ ଭବିଷ୍ଯତବକ୍ତାଙ୍କ ହସ୍ତ ରେ ଯାହା କହିଥିଲେ, ତାଙ୍କର ସହେି ବାକ୍ଯାନୁସା ରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଅରାବା ସାଗର ପର୍ୟ୍ଯନ୍ତ ଇଶ୍ରାୟେଲର ସୀମା ପୁନର୍ବାର ୟାରବିଯାମ ଖଳେ କଲେ।
25 Também este restituiu os termos de Israel, desde a entrada de Hamate, até ao mar da planície; conforme a palavra do Senhor Deus de Israel, a qual falara pelo ministério de seu servo Jonas, filho do profeta Amitai, o qual era de Gate-Hefer.
26 କାରଣ ସଦାପ୍ରଭୁ ଇଶ୍ରାୟେଲୀୟ ଲୋକମାନଙ୍କୁ ଦଯନୀଯ ୟନ୍ତ୍ରଣା ଦେଖିଲେ। ଯେଉଁମାନେ ଦୋଷି ଥିଲେ ଯେଉଁ ମାନେ ମୁକ୍ତ ଥିଲେ। ଏହା କାରଣ ଥିଲା, ଇଶ୍ରାୟେଲକୁ ସାହାୟ୍ଯ କରିବାକୁ କହେି ନଥିଲେ।
26 Porque viu o Senhor que a miséria de Israel era muito amarga, e que nem havia escravo, nem absolvido, nem quem ajudasse a Israel.
27 ମାତ୍ର ସଦାପ୍ରଭୁ କହିଲେ ନାହିଁ ଯେ, ସେ ପୃଥିବୀରୁ ଇଶ୍ରାୟେଲର ନାମ ନିଶ୍ଚିହ୍ନ କରିବେ। ତେଣୁ ସେ ୟୋଯାଶଙ୍କ ପୁତ୍ର ୟାରବିଯାମଙ୍କ ଦ୍ବାରା ସମାନଙ୍କେୁ ଉଦ୍ଧାର କଲେ।
27 E ainda não falara o Senhor em apagar o nome de Israel de debaixo do céu; porém os livrou por meio de Jeroboão, filho de Jeoás.
28 ୟାରବିଯାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିଯା, ସମସ୍ତ ପରାକ୍ରମ, ସେ କି ପ୍ରକାର ୟୁଦ୍ଧ କଲେ ଓ ଇଶ୍ରାୟେଲ ପାଇଁ ସେ କିପରି ଯିହୁଦାର ପୁର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ଅଧିକାର କଲେ, ସେ ସବୁ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
28 Ora, o mais dos atos de Jeroboão, tudo quanto fez, e seu poder, como pelejou, e como restituiu a Damasco e a Hamate, pertencentes a Judá, sendo rei em Israel, porventura não está escrito no livro das crônicas de Israel?
29 ଅନନ୍ତର ୟାରବିଯାମଙ୍କ ମୃତ୍ଯୁ ହେଲା ଓ ସେ ଇଶ୍ରାୟେଲର ରାଜାମାନଙ୍କ ସହିତ କବର ନେଲେ। ତାଙ୍କ ପଦର ରେ ତାଙ୍କ ପୁତ୍ର ଜିଖରିଯ ଇଶ୍ରାୟେଲର ରାଜା ହେଲେ।
29 E Jeroboão dormiu com seus pais, com os reis de Israel; e Zacarias, seu filho, reinou em seu lugar.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Reis 14, comparar traduções ou montar um estudo — tudo direto pelo WhatsApp.