2 Reis 15

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ଇଶ୍ରାୟେଲ ରେ ୟାରବିଯାମଙ୍କ ରାଜତ୍ବର ସପ୍ତବିଂଶ ବର୍ଷ ରେ ଅମତ୍ସିଯଙ୍କର ପୁତ୍ର ଅସରିଯ ଯିହୁଦା ରେ ରାଜା ହେଲେ।
1 No ano vinte e sete de Jeroboão, rei de Israel, começou a reinar Azarias, filho de Amazias, rei de Judá.
2 ଷୋଡଶ ବର୍ଷ ବଯସ ରେ ଅସରିଯ ରାଜ୍ଯ ଶାସନ ଆରମ୍ଭ କଲେ ଓ ସେ ୟିରୁଶାଲମ ରେ ବାବନ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ୟିଖଲିଯା ଓ ସେ ୟିରୁଶାଲମ ନିବାସିନୀ ଥିଲେ।
2 Tinha dezesseis anos quando começou a reinar, e cinqüenta e dois anos reinou em Jerusalém; e era o nome de sua mãe Jecolias, de Jerusalém.
3 ସଦାପ୍ରଭୁଙ୍କ ଦୃଷ୍ଟି ରେ ଅସରିଯ ଯଥାର୍ଥ କର୍ମମାନ କଲେ। ଠିକ୍ ସହେିପରି ତାଙ୍କର ପିତା ଅମତ୍ସିଯ ପରି ସେ କରିଥିଲେ।
3 E fez o que era reto aos olhos do Senhor, conforme tudo o que fizera Amazias, seu pai.
4 ମାତ୍ର ଉଚ୍ଚସ୍ଥଳୀଗୁଡିକୁ ବିନଷ୍ଟ କଲେ ନାହିଁ। ଲୋକମାନେ ସଠାେରେ ବଳିଦାନ କଲେ ଓ ଧୂପ ଜଳାଇଲେ।
4 Tão-somente os altos não foram tirados; porque o povo ainda sacrificava e queimava incenso nos altos.
5 ପୁଣି ସଦାପ୍ରଭୁ ଅସରିଯଙ୍କୁ ମରଣ ପର୍ୟ୍ଯନ୍ତ କୁଷ୍ଠୀ କରି ଦେଲେ ଓ ସେ ଏକ ପୃଥକ ଗୃହ ରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ ଗୃହର କର୍ତ୍ତା ହାଇେ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ।
5 E o Senhor feriu o rei, e ficou leproso até ao dia da sua morte; e habitou numa casa separada; porém Jotão, filho do rei, tinha o cargo da casa, julgando o povo da terra.
6 ଅସରିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଓ ପରାକ୍ରମ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
6 Ora, o mais dos atos de Azarias, e tudo o que fez, porventura não está escrito no livro das crônicas dos reis de Judá?
7 ଅସରିଯଙ୍କର ମୃତ୍ଯୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗର ରେ କବର ପାଇଲେ। ଅସରିଯଙ୍କର ମୃତ୍ଯୁପରେ, ଯୋଥମ ଅସରିଯଙ୍କ ପୁତ୍ର ନୂତନ ରାଜାରୂପେ ପରିଚିତ ହେଲେ।
7 E Azarias dormiu com seus pais e o sepultaram junto a seus pais, na cidade de Davi; e Jotão, seu filho, reinou em seu lugar.
8 ଯିହୁଦା ରେ ଅସରିଯଙ୍କର ରାଜତ୍ବର ଅଠତିରିଶ୍ ବର୍ଷ ରେ ୟାରବିଯଯାମଙ୍କ ପୁତ୍ର ଜିଖରିଯ ଶମରିଯା ରେ ଇଶ୍ରାୟେଲ ଉପରେ ଛଅ ମାସ ଶାସନ କଲେ।
8 No ano trinta e oito de Azarias, rei de Judá, reinou Zacarias, filho de Jeroboão, sobre Israel, em Samaria, seis meses.
9 ୟିଖରିଯ ଆପଣା ପୂର୍ବପୁରୁଷଙ୍କ ପରି କୁକର୍ମମାନ କରି ଚାଲିଲେ। ଯେଉଁଗୁଡିକ ସଦାପ୍ରଭୁଙ୍କ ଦୃଷ୍ଟି ରେ ଭୂଲ୍ ବୋଲି ବିବଚେିତ ହୁଏ। ନବାଟଙ୍କ ପୁତ୍ର ୟାରବିଯାମ ୟିଏ ଇଶ୍ରାୟେଲକୁ ଯେଉଁ ପାପ କରାଇଥିଲେ ସେ ସହେି ପାପ ପଥରୁ ବିମୁଖ ହେଲେ ନାହିଁ।
9 E fez o que era mau aos olhos do Senhor, como tinham feito seus pais; nunca se apartou dos pecados de Jeroboão, filho de Nebate, com que fez pecar a Israel.
10 ଆଉ ୟାବେଶଙ୍କ ପୁତ୍ର ଶଲ୍ଲମ ୟିଖରିଯଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ ଓ ତାଙ୍କୁ ସମସ୍ତଙ୍କ ସମ୍ମୁଖ ରେ ବଧ କଲେ ଓ ନୂତନ ରୂପେ ରାଜା ହେଲେ।
10 E Salum, filho de Jabes, conspirou contra ele e feriu-o diante do povo, e matou-o; e reinou em seu lugar.
11 ଜିଖରିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ, ପରାକ୍ରମ ଇଶ୍ରାୟେଲ ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
11 Ora, o mais dos atos de Zacarias, eis que está escrito no livro das crônicas dos reis de Israel.
12 ଏହିପରି ଭାବରେ ସଦାପ୍ରଭୁଙ୍କ ବାକ୍ଯ ସତ୍ଯ ହେଲା। ସେ ଯହେୂଙ୍କୁ କହିଥିଲେ ତାଙ୍କର ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଇଶ୍ରାୟେଲର ସିଂହାସନ ରେ ଉପବିଷ୍ଟ ହବେେ, ତାହା ସହେିପରି ଘଟିଲା।
12 Esta foi a palavra do Senhor, que falou a Jeú: Teus filhos, até à quarta geração, se assentarão sobre o trono de Israel. E assim foi.
13 ଯିହୁଦା ରେ ଉଷିୟଙ୍କ ରାଜତ୍ବର ଅଣଗ୍ଭଳିଶ ବର୍ଷ ରେ ୟାବେଶଙ୍କ ପୁତ୍ର ଶଲ୍ଲୁମ ଇଶ୍ରାୟେଲ ରେ ରାଜା ହେଲେ। ସେ ଶମରିଯା ରେ ଏକମାସ ପାଇଁ ଶାସନ କଲେ।
13 Salum, filho de Jabes, começou a reinar no ano trinta e nove de Uzias, rei de Judá, e reinou um mês inteiro em Samaria.
14 ଆଉ ଗାଦିର ପୁତ୍ର ମନ ହେମ୍ ତିର୍ସାରୁ ଆସି ଶମରିଯା ରେ ଉପସ୍ଥିତ ହେଲେ ଓ ୟାବେଶଙ୍କ ପୁତ୍ର ଶଲ୍ଲୁମଙ୍କୁ ଶମରିଯା ରେ ଆଘାତ କରି ବଧ କଲେ ଓ ତାଙ୍କ ପଦ ରେ ରାଜ୍ଯ କଲେ।
14 Porque Menaém, filho de Gadi, subiu de Tirza, e veio a Samaria; e feriu a Salum, filho de Jabes, em Samaria, e o matou, e reinou em seu lugar.
15 ଶଲ୍ଲୁମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଜିଖରିଯଙ୍କ ବିରୁଦ୍ଧ ରେ କୃତ ଚକ୍ରାନ୍ତ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
15 Ora, o mais dos atos de Salum, e a conspiração que fez, eis que está escrito no livro das crônicas dos reis de Israel.
16 ଶଲ୍ଲମଙ୍କ ମୃତ୍ଯୁପରେ ମନ ହେମ୍ ତିର୍ସାଠାରୁ, ତିପ୍ସହର ସମସ୍ତ ଅଞ୍ଚଳକୁ ଲୋକମାନେ ଆକ୍ରମଣ କଲେ, କାରଣ ସମାନେେ ନଗରର ଫାଟକସବୁ ତାଙ୍କ ପାଇଁ ଖାଲିବୋକୁ ଅମାନ୍ଯ କଲେ। ସେ ନଗରର ସମସ୍ତ ଗର୍ଭବତୀ ନାରୀଙ୍କର ଉଦର ବିଦୀର୍ଣ୍ଣ କଲେ।
16 Então Menaém feriu a Tifsa, e a todos os que nela havia, como também a seus termos desde Tirza, porque não lha tinham aberto; e os feriu, pois, e a todas as mulheres grávidas fendeu pelo meio.
17 ଯିହୁଦା ରେ ଅସରିଯଙ୍କ ରାଜତ୍ବର ଅଣଗ୍ଭଳିଶ ବର୍ଷ ରେ ଗାଦିଙ୍କର ପୁତ୍ର ମନ ହେମ୍ ଇଶ୍ରାୟେଲ ରେ ରାଜା ହେଲେ ଓ ସେ ଶମରିଯା ରେ ଦଶବର୍ଷ ରାଜତ୍ବ କଲେ।
17 Desde o ano trinta e nove de Azarias, rei de Judá, Menaém, filho de Gadi, começou a reinar sobre Israel, e reinou dez anos em Samaria.
18 ପୁଣି ସଦାପ୍ରଭୁ ଦୃଷ୍ଟି ରେ ଯାହାସବୁ ପାପ ଓ ଘୃଣ୍ଯ, ସେସବୁ କର୍ମ କରି ଚାଲିଲେ। ସେ କବେେ ହେଲେ ପାପ କରିବାକୁ କ୍ଷାନ୍ତ ହେଲେ ନାହିଁ, ଯେଉଁସବୁ ପାପ ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ କରାଇଥିଲେ।
18 E fez o que era mau aos olhos do Senhor; todos os seus dias não se apartou dos pecados de Jeroboão, filho de Nebate, com que fez pecar a Israel.
19 ଅଶୂରର ରାଜା ପୂଲ୍ ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିବାରୁ ମନ ହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1,000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ଯ ସୁଦୃଢ କରିବାକୁ ତାଙ୍କୁ ସାହାର୍ୟ୍ଯ କରିବେ।
19 Então veio Pul, rei da Assíria, contra a terra; e Menaém deu a Pul mil talentos de prata, para que este o ajudasse a firmar o reino na sua mão.
20 ପୁଣି ମନେ ହେମ୍ ଏହି ଟଙ୍କା ଇଶ୍ରାୟେଲର ଧନୀ ଓ ଶକ୍ତିଶାଳୀ ଲୋକଙ୍କଠାରୁ ଆଦାଯ କଲେ। ପ୍ରେତ୍ୟକକ ଧନଶାଳୀ ଲୋକଠାରୁ ପଗ୍ଭଶ ଶକେଲ ଲଖାଏଁେ ରୂପା ନେଲେ। ସେ ଅଶୂର ରାଜାଙ୍କୁ ଏହି ଧନ ପାଇବା ପରେ ଇଶ୍ରାୟେଲ ପରିତ୍ଯାଗ କଲେ ଓ ନିଜ ଦେଶକୁ ଫରେିଗଲେ।
20 E Menaém tirou este dinheiro de Israel, de todos os poderosos e ricos, para dá-lo ao rei da Assíria, de cada homem cinqüenta siclos de prata; assim voltou o rei da Assíria, e não ficou ali na terra.
21 ମନ ହେମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ ମହାନ୍ କ୍ରିଯା ଇଶ୍ରାୟେଲ ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
21 Ora, o mais dos atos de Menaém, e tudo quanto fez, porventura não está escrito no livro das crônicas dos reis de Israel?
22 ମନ ହେମ୍ଙ୍କର ମୃତ୍ଯୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ତାଙ୍କ ପରେ ତାଙ୍କ ପୁତ୍ର ପକହିଯ ତାଙ୍କ ପଦ ରେ ରାଜ୍ଯ କଲେ।
22 E Menaém dormiu com seus pais; e Pecaías, seu filho, reinou em seu lugar.
23 ଯିହୁଦାର ଅସରିଯଙ୍କ ରାଜତ୍ବର ପଗ୍ଭଶ ବର୍ଷ ରେ ମନ ହେମ୍ଙ୍କ ପୁତ୍ର ପକହିଯ ଇଶ୍ରାୟେଲ ରେ ରାଜା ହେଲେ ଓ ସେ ଦୁଇବର୍ଷ ଶମରିଯା ଶାସନ କଲେ।
23 No ano cinqüenta de Azarias, rei de Judá, começou a reinar Pecaías, filho de Menaém, sobre Israel, em Samaria, e reinou dois anos.
24 ପକହିଯ ମଧ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ କାର୍ୟ୍ଯ କଲେ। ସେ ପାପଗୁଡିକ କାର୍ୟ୍ଯରୁ ବିମୁଖ ହେଲେ ନାହିଁ, ଯାହା ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ ପାପ କରାଇଥିଲେ।
24 E fez o que era mau aos olhos do Senhor; nunca se apartou dos pecados de Jeroboão, filho de Nebate, com que fez pecar a Israel.
25 ରମଲିଯର ପୁତ୍ର ପକହେ, ପକହଙ୍କେର ସୈନ୍ଯବାହୀନିର ଜଣେ ସନୋପତି ରାଜ ପ୍ରାସାଦ ରେ ପକହେକୁ ହତ୍ଯା କଲେ। ଯେତବେେଳେ ରାଜାଙ୍କୁ ସେ ହତ୍ଯା କଲେ, ତାଙ୍କ ସହିତ ପଗ୍ଭଶ ଗିଲିଯଦୀଯ ଲୋକ ଥିଲେ। ସେ ତାଙ୍କ ପରେ ନୂତନ ରାଜା ହେଲେ।
25 E Peca, filho de Remalias, seu capitão, conspirou contra ele, e o feriu em Samaria, no paço da casa do rei, juntamente com Argobe e com Arié, e com ele cinqüenta homens dos filhos dos gileaditas; e o matou, e reinou em seu lugar.
26 ଏହି ପକହେିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
26 Ora, o mais dos atos de Pecaías, e tudo quanto fez, eis que está escrito no livro das crônicas dos reis de Israel.
27 ଯିହୁଦା ରେ ଅସରିଯଙ୍କର ରାଜତ୍ବର ବାବନ ବର୍ଷ ରେ ରମଲିଯଙ୍କର ପୁତ୍ର ପକହେ ଶମରିଯା ରେ ଇଶ୍ରାୟେଲ ଉପରେ ଶାସନ କରିବାକୁ ଆରମ୍ଭ କରି କୋଡିଏ ବର୍ଷ ରାଜ୍ଯ ଶାସନ କଲେ।
27 No ano cinqüenta e dois de Azarias, rei de Judá, começou a reinar Peca, filho de Remalias, sobre Israel, em Samaria, e reinou vinte anos.
28 ପକହେ ମଧ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ପାପ କଲେ। ସେ ପାପ କରିବାକୁ କ୍ଷାନ୍ତ ହେଲନୋହିଁ। ଆଉ ସେ ମଧ୍ଯ ନବାଟଙ୍କ ପୁତ୍ରପରି ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ ପାପ କରାଇଲେ।
28 E fez o que era mau aos olhos do Senhor; nunca se apartou dos pecados de Jeroboão, filho de Nebate, com que fez pecar a Israel.
29 ଇଶ୍ରାୟେଲର ରାଜା ପକହଙ୍କେର ସମୟରେ ଅଶୂରର ରାଜା ତିଗ୍ଲତ-ପିଲଷେର ଆସି ଇୟୋନ, ଆବଲେ-ବୈଥ୍ମାଖା, ୟାନୋହକଦେେଶ, ହାତ୍ସୋର, ଗିଲିଯଦ, ଗାଲୀଲ ଓ ସମୁଦାଯ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା।
29 Nos dias de Peca, rei de Israel, veio Tiglate-Pileser, rei da Assíria, e tomou a Ijom, a Abel-Bete-Maaca, a Janoa, e a Quedes, a Hazor, a Gileade, e a Galiléia, e a toda a terra de Naftali, e os levou à Assíria.
30 ଏହାପରେ ଏଲାଙ୍କର ପୁତ୍ର ହାେେଶୟ ରମଲିଯଙ୍କର ପୁତ୍ର ପକହଙ୍କେର ବିରୁଦ୍ଧ ରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ। ପୁଣି ଯିହୁଦା ଉପରେ ଉଷିୟଙ୍କର ପୁତ୍ର ଯୋଥମଙ୍କର ରାଜତ୍ବର କୋଡିଏ ବର୍ଷ ରେ ତାଙ୍କର ପଦ ରେ ରାଜ୍ଯ କଲେ।
30 E Oséias, filho de Elá, conspirou contra Peca, filho de Remalias, e o feriu, e o matou, e reinou em seu lugar, no vigésimo ano de Jotão, filho de Uzias.
31 ଏହି ପକହଙ୍କେର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
31 Ora, o mais dos atos de Peca, e tudo quanto fez, eis que está escrito no livro das crônicas dos reis de Israel.
32 ଇଶ୍ରାୟେଲର ରାଜା ରମଲିଯଙ୍କର ପୁତ୍ର ପକହଙ୍କେ ରାଜତ୍ବର ଦ୍ବିତୀୟ ବର୍ଷ ରେ ଯିହୁଦାର ରାଜା ଉଷିୟଙ୍କର ପୁତ୍ର ଯୋଥମ ରାଜ୍ଯ କରିବାକୁ ଆରମ୍ଭ କଲେ।
32 No ano segundo de Peca, filho de Remalias, rei de Israel, começou a reinar Jotão, filho de Uzias, rei de Judá.
33 ଯୋଥମ ପଚିଶ ବର୍ଷ ବଯସ ରେ ରାଜା ହେଲେ ଓ ଷୋହଳ ବର୍ଷ ୟିରୁଶାଲମ ରେ ରାଜ୍ଯ ଶାସନ କଲେ। ତାଙ୍କର ମାତାଙ୍କ ନାମ ୟିରୁଣା ଓ ସେ ସାଦୋକର କନ୍ଯା ଥିଲେ।
33 Tinha vinte e cinco anos de idade quando começou a reinar, e reinou dezesseis anos em Jerusalém; e era o nome de sua mãe Jerusa, filha de Zadoque.
34 ୟୋଥମ୍ ଠିକ୍ ତାଙ୍କର ପିତା ଉଷିୟଙ୍କ ତୁଲ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ।
34 E fez o que era reto aos olhos do Senhor; fez conforme tudo quanto fizera seu pai Uzias.
35 ମାତ୍ର ସେ ଉଚ୍ଚସ୍ଥଳୀଗୁଡିକୁ ବିନିଷ୍ଟ କଲେ ନାହିଁ। ସେ ସମୟରେ ମଧ୍ଯ ଲୋକମାନେ ସହେି ଉଚ୍ଚସ୍ଥଳୀ ରେ ବଳୀଦାନ କଲେ ଓ ଧୂପ ଜଳାଇଲେ। ଯୋଥମ ସଦାପ୍ରଭୁଙ୍କ ମନ୍ଦିରର ଉପର ଦ୍ବାର ନିର୍ମାଣ କଲେ।
35 Tão-somente os altos não foram tirados; porque o povo ainda sacrificava e queimava incenso nos altos. Este edificou a porta alta da casa do Senhor.
36 ଯୋଥମଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ମହାନ କ୍ରିଯା ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
36 Ora, o mais dos atos de Jotão, e tudo quanto fez, porventura não está escrito no livro das crônicas dos reis de Judá?
37 ସେ ସମୟରେ ସଦାପ୍ରଭୁ ଅରାମର ରାଜା ରତସୀନ୍କୁ ଓ ରମଲିଯର ପୁତ୍ର ପକହଙ୍କେୁ ଯିହୁଦା ବିରୁଦ୍ଧ ରେ ୟୁଦ୍ଧ କରିବାକୁ ପଠାଇଲେ।
37 Naqueles dias começou o Senhor a enviar contra Judá a Rezim, rei da Síria, e a Peca, filho de Remalias.
38 ଅନନ୍ତର ଯୋଥମଙ୍କର ମୃତ୍ଯୁ ହେଲା ଓ ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗର ରେ କବର ନେଲେ। ତାଙ୍କର ପୁତ୍ର ଆହସ ତାଙ୍କ ପଦ ରେ ରାଜ୍ଯ କଲେ।
38 E Jotão dormiu com seus pais, e foi sepultado junto a seus pais, na cidade de Davi, seu pai; e Acaz, seu filho, reinou em seu lugar.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Reis 15, comparar traduções ou montar um estudo — tudo direto pelo WhatsApp.