2 Reis 17

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ଯିହୁଦା ରେ ଆହାସ୍ଙ୍କ ରାଜତ୍ବର ଦ୍ବାଦଶ ବର୍ଷ ରେ ଏଲାଙ୍କର ପୁତ୍ର ହାେେଶୟ ଶମରିଯା ରେ ଇଶ୍ରାୟେଲ ଉପରେ ରାଜ୍ଯ ଶାସନ କରିବା ଆରମ୍ଭ କଲେ ଓ ସେ ନଅବର୍ଷ ରାଜତ୍ବ କଲେ।
1 No décimo segundo ano do reinado de Acaz, rei de Judá, Oseias, filho de Elá, começou a reinar; e reinou sobre Israel, em Samaria, nove anos.
2 ହାେେଶୟ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ମାତ୍ର ତାଙ୍କ ପୂର୍ବରୁ ଶାସନ କରୁଥିବା ଇଶ୍ରାୟେଲ ରାଜାମାନଙ୍କ ପରି ସେ ଖରାପ ନଥିଲେ।
2 Fez o que era mau aos olhos do Senhor , porém não como os reis de Israel que vieram antes dele.
3 ତାଙ୍କ ବିରୁଦ୍ଧ ରେ ଅଶୂରର ରାଜା ଶଲ୍ମନଷେର ୟୁଦ୍ଧ କରିବାକୁ ଆସିଲେ। ସେ ତାଙ୍କୁ ପରାସ୍ତ କରି ନିଜର ଅଧିନସ୍ଥ କଲେ। ତେଣୁ ହାେେଶୟ ତାଙ୍କୁ ସନ୍ତୁଷ୍ଟ କରିବାକୁ ବ୍ଯକ୍ତିଗତ ଭାବରେ ଦାନ ଦେଲେ।
3 Salmaneser, rei da Assíria, fez guerra contra Oseias, e este ficou sendo servo dele e lhe pagava tributo.
4 ପରେ ହାେେଶୟ ମିଶରର ରାଜା ସୋଙ୍କ ନିକଟକୁ ଦୂତ ପଠାଇ ସାହାୟ୍ଯ ପାଇଁ ପଚାରିଲେ। ଅଶୂରର ରାଜା ହାେେଶୟଙ୍କର ଏ ଚକ୍ରାନ୍ତ ବିଷଯ ରେ ଜାଣିବାକୁ ପାଇଲେ। ହାେେଶୟ ମଧ୍ଯ ତାଙ୍କ ନିକଟକୁ ଏହି ବର୍ଷ ବାର୍ଷିକ ଭଟେି ପଠାଇଲେ ନାହିଁ। ଏଣୁ ଅଶୂରର ରାଜା ହାେେଶୟଙ୍କୁ ବନ୍ଦୀ କରି କରାଗାର ରେ ରଖିଲେ।
4 Porém o rei da Assíria descobriu que Oseias estava conspirando contra ele. Oseias tinha mandado mensageiros a Sô, rei do Egito, e não mais pagava tributo ao rei da Assíria, como anteriormente fazia de ano em ano. Por isso, o rei da Assíria prendeu Oseias e o lançou num cárcere.
5 ଅଶୁରର ରାଜା ଇଶ୍ରାୟେଲ ବହୁସ୍ଥାନଗୁଡିକୁ ଆକ୍ରମଣ କଲେ ଓ ଶମରିଯାକୁ ଆସି ତା' ବିରୁଦ୍ଧ ରେ ତିନି ବର୍ଷ ଧରି ୟୁଦ୍ଧ କଲେ।
5 Depois, o rei da Assíria passou por toda a terra, foi até a cidade de Samaria e a sitiou por três anos.
6 ହାେେଶୟ ରାଜତ୍ବର ନବମ ବର୍ଷ ରେ ଅଶୂରର ରାଜା ଶମରିଯା ଅଧିକାର କଲେ। ସେ ଇଶ୍ରାୟେଲୀୟମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା ଓ ସମାନଙ୍କେୁ ଓ ଗୋଶୋନ ନଗର ହାବୋର ନଦୀର ହଲହ ରେ ଓ ମାଦୀଯମାନଙ୍କ ନାନା ଦେଶ ରେ ରଖିଲେ।
6 No nono ano do reinado de Oseias, o rei da Assíria conquistou Samaria e levou os israelitas para a Assíria. Ele os fez habitar em Hala, junto a Habor, rio de Gozã, e nas cidades dos medos.
7 ଏସବୁ ଘଟିବାର କାରଣ ହେଲା ଇଶ୍ରାୟେଲୀୟମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବର ବିରୁଦ୍ଧ ରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସମାନଙ୍କେୁ ମିଶରରୁ ଅଣାଇ ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସମାନଙ୍କେୁ ଉଦ୍ଧାର କରିଥିଲେ, ସମାନେେ ତାଙ୍କୁ ପୂଜା ନ କରି ଅନ୍ୟ ଦବେତାମାନଙ୍କୁ ପୂଜା କଲେ।
7 Isso aconteceu porque os filhos de Israel pecaram contra o Senhor , seu Deus, que os tirou da terra do Egito e os livrou do poder de Faraó, rei do Egito; e temeram outros deuses.
8 ଜାତିମାନଙ୍କ ଦ୍ବାରା କରିଥିବା କାର୍ୟ୍ଯଗୁଡିକ ସମାନେେ କରିବାକୁ ଆରମ୍ଭ କଲେ। ଏଣୁ ସଦାପ୍ରଭୁ ଦେଶରୁ ପରିତ୍ଯାଗ କରିବାକୁ ବାଧ୍ଯ ହେଲେ, ଯେତବେେଳେ ଇଶ୍ରାୟେଲ ଲୋକମାନେ ଆସିଲେ।
8 Andaram nos estatutos das nações que o Senhor expulsou de diante dos filhos de Israel e nos costumes estabelecidos pelos reis de Israel.
9 ଆଉମଧ୍ଯ ଇଶ୍ରାୟେଲୀମାନେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବିରୁଦ୍ଧ ରେ ଗୁପ୍ତ ପାପରେ ଲିପ୍ତ ହେଲେ।
9 Os filhos de Israel fizeram contra o Senhor , seu Deus, o que não era reto; edificaram para si lugares altos em todas as suas cidades, desde a torre dos vigias até a cidade fortificada.
10 ସମାନେେ ପ୍ରେତ୍ୟକକ ଉଚ୍ଚପର୍ବତ ଉପରେ ଓ ପ୍ରେତ୍ୟକକ ହରିତ୍ବର୍ଣ୍ଣ ବୃକ୍ଷ ମୂଳ ରେ ସ୍ମରଣାର୍ଥକ ସ୍ତମ୍ଭ ଓ ଆଶରୋ ମୂର୍ତ୍ତିମାନ ସ୍ଥାପନ କଲେ।
10 Levantaram para si colunas e postes da deusa Aserá, em todas as colinas mais elevadas e debaixo de todas as árvores frondosas.
11 ପୁଣି ସଠାେରେ ଥିବା ସମସ୍ତ ଉଚ୍ଚସ୍ଥଳୀମାନଙ୍କ ରେ ସଦାପ୍ରଭୁଙ୍କ ଦ୍ବାରା ବିତାଡିତ ହାଇେଥିବା ଦେଶୀଯମାନଙ୍କ ପରି ସମାନେେ ଧୂପ ଜଳାଇଲେ ଓ ସଦାପ୍ରଭୁଙ୍କ ବିରକ୍ତି ପାଇଁ ଦୁଷ୍କର୍ମ କଲେ।
11 Queimaram ali incenso em todos os lugares altos, como as nações que o Senhor havia expulsado de diante deles. Cometeram ações perversas para provocarem o Senhor à ira
12 ପୁଣି ତୁମ୍ଭମାନେେ ଏହି କର୍ମ କରିବ ନାହିଁ, ଏହିରୂପେ ଯେଉଁ ଦବେତାମାନଙ୍କ ବିଷଯ ରେ କହିଥିଲେ, ସହେି ଦବେତାମାନଙ୍କୁ ସମାନେେ ପୂଜା କଲେ।
12 e serviram os ídolos, dos quais o Senhor lhes tinha dito: “Não façam estas coisas.”
13 ତଥାପି ସଦାପ୍ରଭୁ ପ୍ରେତ୍ୟକକ ଭବିଷ୍ଯଦ୍ବକ୍ତା ଓ ପ୍ରେତ୍ୟକକ ଦୃଷ୍ଟିକାରୀଙ୍କୁ ଇଶ୍ରାୟେଲ ଓ ଯିହୁଦାର ପ୍ରତି ଚତାବେନୀ ଦଇେ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର କୁକାର୍ୟ୍ଯରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମାରେ ସବେକ ଭବିଷ୍ଯଦ୍ବକ୍ତାଗଣଙ୍କ ହସ୍ତ ରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁଁ, ତଦନୁସା ରେ ମାରେ ବ୍ଯବସ୍ଥା ଓ ବିଧି ସବୁ ପାଳନ କର।
13 O Senhor advertiu Israel e Judá por meio de todos os profetas e de todos os videntes, dizendo: “Voltem-se dos seus maus caminhos e guardem os meus mandamentos e os meus estatutos, segundo toda a Lei que ordenei aos pais de vocês e que lhes enviei por meio dos meus servos, os profetas.”
14 ମାତ୍ର ସମାନେେ ଶୁଣିଲେ ନାହିଁ। ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କ ପରି ଅବାଧ୍ଯ ହେଲେ। ସମାନଙ୍କେର ପୂର୍ବପୁରୁଷଗଣ ସଦାପ୍ରଭୁ ଯେ ସମାନଙ୍କେର ପରମେଶ୍ବର ଏହା ବିଶ୍ବାସ କଲେ ନାହିଁ।
14 Porém eles não quiseram ouvir; se tornaram obstinados e foram teimosos como os seus pais, que não creram no Senhor , seu Deus.
15 ସମାନେେ ସଦାପ୍ରଭୁଙ୍କ ବ୍ଯବସ୍ଥା ଓ ସମାନଙ୍କେ ପିତୃଗଣଙ୍କ ସହିତ କୃତ ତାଙ୍କର ନିଯମ ଓ ସମାନଙ୍କେର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ଯସବୁ ଅଗ୍ରାହ୍ଯ କଲେ। ସମାନେେ ସଦାପ୍ରଭୁଙ୍କ ଚତାବେନୀ ଶୁଣିବାକୁ ଅମାନ୍ଯ କଲେ। ସମାନେେ ମୂଲ୍ଯହୀନ ମୂର୍ତ୍ତିଗୁଡିକୁ ଅନୁସରଣ କଲେ ପୂଜା କଲେ ଏବଂ ସମାନେେ ନିଜେ ମୂଲ୍ଯହୀନ ହାଇଗେଲେ। ସମାନେେ ତାଙ୍କ ଚତୁଃପାଶର୍‌ବ ରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସମାନଙ୍କେୁ ଆଦେଶ ଦଇେଥିଲେ, ସମାନେେ ଯାହା କରନ୍ତି ତୁମ୍ଭମାନେେ ତାହା କର ନାହିଁ। ଯାହା ସଦାପ୍ରଭୁ ସମାନଙ୍କେୁ ବାରିବାକୁ ମନା କରିଥିଲେ, ସମାନେେ ତାହା କଲେ।
15 Rejeitaram os estatutos e a aliança que Deus tinha feito com os pais deles, e desprezaram as suas advertências. Seguiram os ídolos sem valor, e assim eles mesmos se tornaram sem valor. Seguiram as nações que estavam ao redor deles, das quais o Senhor lhes havia ordenado que não as imitassem.
16 ପୁଣି ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ଆଜ୍ଞା ତ୍ଯାଗ କଲେ। ସମାନେେ ସୁବର୍ଣ୍ଣର ଦୁଇ ଗୋବତ୍ସ ଓ ଆଶରୋ ମୂର୍ତ୍ତି ନିର୍ମାଣ କଲେ। ସମାନେେ ଆକାଶର ତାରାଗଣଙ୍କୁ ପୂଜା କଲେ ଓ ବାଲ୍ର ସବୋ କଲେ।
16 Desprezaram todos os mandamentos do Senhor , seu Deus, e fizeram para si imagens de fundição, dois bezerros; fizeram um poste da deusa Aserá, e adoraram todo o exército do céu, e serviram Baal.
17 ଆଉ ସମାନେେ ନିଜର ପୁତ୍ର କନ୍ଯାମାନଙ୍କୁ ଅଗ୍ନି ରେ ବଳିଦାନ କଲେ। ସମାନେେ ଭବିଷ୍ଯତବାଣୀ କରିବା ପାଇଁ ୟାଦୁବିଦ୍ଯା, ଡାହାଣି ବିନ୍ଯା ଓ ଜ୍ଯୋତିଷବିଦ୍ଯାଗୁଡିକ ବ୍ଯବହାର କଲେ। ସଦାପ୍ରଭୁଙ୍କୁ କୋରଧାନିତ୍ବ କରିବା ପାଇଁ ତାଙ୍କ ଦୃଷ୍ଟି ରେ କୁକର୍ମ କରିବାକୁ ସମାନେେ ନିଜକୁ ବିକ୍ରଯ କଲେ।
17 Também queimaram os seus filhos e as suas filhas como sacrifício, deram-se à prática de adivinhações e acreditaram em agouros; e venderam-se para fazer o que era mau aos olhos do Senhor , para o provocarem à ira.
18 ଏଣୁ ସଦାପ୍ରଭୁ ଇଶ୍ରାୟେଲ ଉପରେ ଅତ୍ଯନ୍ତ କ୍ରୋଦ୍ଧ ହେଲେ ଓ ସମାନଙ୍କେୁ ନିଜ ଦୃଷ୍ଟି ଦୂ ରଇେ ଦେଲେ। କବଳେ ଯିହୁଦାର ଗୋଷ୍ଠୀ ଛଡା ଆଉ କହେି ଅବଶିଷ୍ଟ ରହିଲେ ନାହିଁ।
18 Por isso o Senhor muito se indignou contra Israel e o afastou da sua presença; e nada mais ficou, a não ser a tribo de Judá.
19 ଏବଂ ଏପରିକି ଯିହୁଦାର ଲୋକମାନେ ମଧ୍ଯ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ଆଜ୍ଞା ମାନିଲେ ନାହିଁ। ସମାନେେ ଇଶ୍ରାୟେଲର ଲୋକମାନଙ୍କର ପ୍ରଥାକୁ ଅନୁସରଣ କଲେ।
19 Também Judá não guardou os mandamentos do Senhor , seu Deus; pelo contrário, andaram nos costumes que Israel introduziu.
20 ଏଣୁ ସଦାପ୍ରଭୁ ସମସ୍ତ ଇଶ୍ରାୟେଲୀୟଙ୍କୁ ଅଗ୍ରାହ୍ଯ କଲେ। ସେ ସମାନଙ୍କେୁ କ୍ଲେଶ ଦେଲେ। ସମାନଙ୍କେୁ ବିନାଶକାରୀମାନଙ୍କ ହସ୍ତ ରେ ସମର୍ପଣ କଲେ। ଶଷେ ରେ ସେ ସମାନଙ୍କେୁ ନିଜ ଦୃଷ୍ଟି ପଥରୁ ଦୂ ରଇେ ଦେଲେ ଓ ସମାନଙ୍କେୁ ପରିତ୍ଯାଗ କଲେ।
20 Por isso o Senhor rejeitou toda a descendência de Israel, e os afligiu, e os entregou nas mãos dos espoliadores, até que os expulsou da sua presença.
21 ପୁଣି ସଦାପ୍ରଭୁ ଦାଉଦ ବଂଶରୁ ଇଶ୍ରାୟେଲକୁ ଛିନ୍ନ କଲେ। ଆଉ ସମାନେେ ନବାଟର ପୁତ୍ର ୟାରବିଯାମଙ୍କୁ ସମାନଙ୍କେର ରାଜା କଲେ। ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ ସଦାପ୍ରଭୁଙ୍କୁ ଅନୁଗାମୀ ହବୋରୁ ନିବୃତ୍ତ କଲେ ଓ ସମାନଙ୍କେୁ ମହାପାପ କରାଇଲେ।
21 Pois, quando ele separou Israel da casa de Davi, e eles fizeram de Jeroboão, filho de Nebate, o seu rei, Jeroboão levou Israel a abandonar o Senhor e o levou a cometer grande pecado.
22 ତେଣୁ ଇଶ୍ରାୟେଲୀମାନେ ୟାରବିଯାମଙ୍କ କୃତ ସମସ୍ତ ପାପ କଲେ। ସମାନେେ ତାଙ୍କ ସହେି ପାପଗୁଡିକ କରିବାରୁ ବିମୁଖ ହେଲେ ନାହିଁ।
22 Assim, os filhos de Israel andaram em todos os pecados que Jeroboão tinha cometido; nunca se afastaram deles,
23 ଶଷେ ରେ ସଦାପ୍ରଭୁ ଆପଣା ଭବିଷ୍ଯତବକ୍ତା ସବେକମାନଙ୍କ ଦ୍ବାରା ଯେପରି କହିଥିଲେ ତଦନୁସା ରେ ଇଶ୍ରାୟେଲକୁ ସେ ନିଜ କୃପାଦୃଷ୍ଟିରୁ ଦୁ ରଇେ ଦେଲେ। ତେଣୁ ଇଶ୍ରାୟେଲୀୟମାନେ ଇଶ୍ରାୟେଲରୁ ନିର୍ବାସିତ ହାଇେ ଅଶୂର ରେ ରହିଲେ। ସମାନେେ ଆଜିୟାଏ ସଠାେରେ ରହି ଆସୁଛନ୍ତି।
23 até que o Senhor afastou Israel da sua presença, como havia falado pelo ministério de todos os seus servos, os profetas. E assim Israel foi levado cativo da sua terra para a Assíria, onde permanece até o dia de hoje.
24 ଅନନ୍ତର ଅଶୂରର ରାଜା ବାବିଲ୍, କୂଥା, ଅଦ୍ଦା, ହମାତ୍ ଓ ସଫର୍ବଯିମଠାରୁ ଲୋକ ଆଣି ଇଶ୍ରାୟେଲୀୟମାନଙ୍କ ବଦଳ ରେ ଶମରିଯାର ବିଭିନ୍ନ ନଗର ରେ ସ୍ଥାପନ କଲେ। ତହୁଁ ସମାନେେ ଶମରିଯା ଅଧିକାର କରି ସଠାେରେ ନାନା ନଗର ରେ ବାସ କଲେ।
24 O rei da Assíria trouxe gente da Babilônia, de Cuta, de Ava, de Hamate e de Sefarvaim e os fez morar nas cidades de Samaria, em lugar dos filhos de Israel. Tomaram posse de Samaria e habitaram nas suas cidades.
25 ଏହି ଲୋକମାନେ ଶମରିଯା ରେ ଯେତବେେଳେ ବାସ କରିବାକୁ ଆରମ୍ଭ କଲେ ସେତବେେଳେ ସମାନେେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ତେଣୁ ସଦାପ୍ରଭୁ ସମାନଙ୍କେୁ ଆକ୍ରମଣ କରିବାକୁ ସିଂହ ପଠାଇଲେ। ସିଂହମାନେ ଲୋକମାନଙ୍କ ମଧ୍ଯରୁ କେତକଙ୍କେୁ ବଧ କଲେ।
25 A princípio, quando passaram a morar ali, não temeram o Senhor . Então o Senhor mandou para o meio deles leões, que mataram alguns do povo.
26 ଏଣୁ କେତକେ ଲୋକ ଅଶୁରର ରାଜାକୁ କହିଲେ, ଆପଣ ଯେଉଁ ଲୋକମାନଙ୍କୁ ନିର୍ବାସିତ କଲେ ଓ ଶମରିଯା ରେ ରଖିଲେ, ସହେି ଦେଶର ଦବେତାମାନଙ୍କର ନିଯମ ଜାଣନ୍ତି ନାହିଁ। ତେଣୁ ସେ ସମାନଙ୍କେୁ ହତ୍ଯା କରିବାକୁ ପଠାଉଛନ୍ତି। କାରଣ ସହେି ଲୋକମାନେ ସହେି ଦେଶ ଦବେତାଙ୍କ ବ୍ଯବସ୍ଥା ଜାଣନ୍ତି ନାହିଁ।
26 Por isso disseram ao rei da Assíria: — Os povos que o senhor, ó rei, transportou e fez habitar nas cidades de Samaria não sabem a maneira de servir o deus daquela terra e por isso ele mandou leões para o meio deles. Os leões estão matando aquelas pessoas, porque elas não sabem como servir o deus daquela terra.
27 ତେଣୁ ଅଶୂର ରାଜା ସମାନଙ୍କେୁ ଆଜ୍ଞାଦଇେ କହିଲା, ତୁମ୍ଭମାନେେ ସଠାରୁେ ଯେଉଁ ଯାଜକମାନଙ୍କୁ ବାଛିଅଛ। ସମାନଙ୍କେ ମଧ୍ଯରୁ ସଠାେକୁ ନଇୟୋଅ, ସମାନେେ ସଠାେକୁ ୟାଇ ବାସ କରନ୍ତୁ ଓ ସେ ସ୍ବଦେଶୀଯ ଦବେତାର ବିଧି ଲୋକମାନଙ୍କୁ ଶିଖାଉ।
27 Então o rei da Assíria mandou dizer: — Levem para lá um dos sacerdotes que vocês trouxeram de lá. Que ele vá, fique morando lá, e lhes ensine a maneira de servir o deus daquela terra.
28 ତେଣୁ ଅଶୂରର ଲୋକମାନେ ଶମରିଯାରୁ ଆଣିଥିବା ଯାଜକମାନଙ୍କ ମଧ୍ଯରୁ ଜଣକୁ ବୈଥଲକେୁ ନଇଗେଲେ। ସେ ଯାଜକ ସଦାପ୍ରଭୁଙ୍କୁ କିପରି ଭୟକରିବା ଉଚିତ୍, ତାହା ସମାନଙ୍କେୁ ଶିକ୍ଷା ଦେଲେ।
28 Assim um dos sacerdotes que havia sido levado de Samaria foi e ficou morando em Betel. E lhes ensinava como deviam temer o Senhor .
29 ମାତ୍ର ପ୍ରେତ୍ୟକକ ଗୋଷ୍ଠୀ ଆପଣା ଆପଣା ଦବେତା ନିର୍ମାଣ କଲେ। ସମାନେେ ତାଙ୍କର ଦବେତାମାନଙ୍କୁ ଉଚ୍ଚସ୍ଥାନମାନଙ୍କ ରେ ପୂଜା କଲେ। ଯେଉଁ ସବୁ ମନ୍ଦିର ଶମରିଯା ଲୋକମାନେ ନିର୍ମାଣ କରିଥିଲେ, ତହିଁ ମଧ୍ଯରୁ ସମାନେେ ମିଥ୍ଯା ଦବେତାମାନଙ୍କୁ ସମାନଙ୍କେର ସମସ୍ତ ନଗରଗୁଡିକରେ ସ୍ଥାପନ କଲେ। ଯେଉଁଠା ରେ ସମାନେେ ବାସସ୍ଥଳୀ କଲେ।
29 Porém cada nação fez ainda os seus próprios deuses nas cidades em que morava, e os puseram nos santuários dos lugares altos que os samaritanos tinham feito.
30 ପୁଣି ବାବିଲୀଯ ଲୋକମାନେ ସୁକ୍ଳୋତ୍-ବନୋତ୍ ମିଥ୍ଯା ଦବେତା ତିଆରି କଲେ। ହମାତୀଯ ଲୋକମାନେ ଅଶୀମା ମିଥ୍ଯା ଦବେତା ତିଆରି କଲେ ଓ କୂଥୀଯ ଲୋକମାନେ ମଧ୍ଯ ର୍ନଗେଲ ମିଥ୍ଯା ଦବେତା ମାନ ତିଆରି କଲେ।
30 Os da Babilônia fizeram Sucote-Benote; os de Cuta fizeram Nergal; os de Hamate fizeram Asima;
31 ଅଦ୍ଦୀଯ ଲୋକମାନେ ନିଭସ୍ ଓ ତିର୍ତ୍ତକ୍ ମିଥ୍ଯା ଦବେତାମାନଙ୍କୁ ତିଆରି କଲେ ଓ ସଂପର୍କୀଯ ଲୋକମାନେ ସଫର୍ବଯିମର ଅଦ୍ରମ୍ମଲେକ୍ ଓ ଅନମ୍ମଲେକ୍ ଦବେତାମାନଙ୍କ ଉଦ୍ଦେଶ୍ଯ ରେ ନିଜ ନିଜ ସନ୍ତାନମାନଙ୍କୁ ଦଗ୍ଧ କଲେ।
31 os aveus fizeram Nibaz e Tartaque; e os sefarvitas queimavam seus filhos a Adrameleque e a Anameleque, deuses de Sefarvaim.
32 ସମାନେେ ମଧ୍ଯ ସଦାପ୍ରଭୁଙ୍କୁ ଉପାସନା କଲେ। ସମାନେେ ଉଚ୍ଚସ୍ଥଳୀ ରେ ଯାଜକଗଣଙ୍କୁ ନିୟୁକ୍ତ କଲେ। ସମାନେେ ସମାନଙ୍କେୁ ଲୋକମାନଙ୍କ ମଧ୍ଯରୁ ବାଛିଲେ। ଏହି ଯାଜକମାନେ ସହେି ଉଚ୍ଚସ୍ଥଳୀ ରେ ମନ୍ଦିରସବୁ ରେ ପଶୁଗୁଡିକ ବଳିଦାନ କଲେ।
32 Mas adoravam também o Senhor . Constituíram como sacerdotes dos lugares altos homens tirados do meio do povo, os quais oficiavam a favor deles nos santuários dos altos.
33 ସମାନେେ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କଲେ। ଏବଂ ସମାନେେ ମଧ୍ଯ ସମାନଙ୍କେର ଦେଶର ଦବେତାମାନଙ୍କର ସବୋ କଲେ।
33 E assim eles adoravam o Senhor e, ao mesmo tempo, serviam os seus próprios deuses, segundo o costume das nações do meio das quais tinham sido trazidos.
34 ସମାନେେ ଆଜି ପର୍ୟ୍ଯନ୍ତ ମଧ୍ଯ ପୂର୍ବବିଧି ଅନୁସାରେ ଚଳୁଛନ୍ତି। ସମାନେେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି। ଇଶ୍ରାୟେଲୀୟମାନଙ୍କର ବିଧି ଓ ଆଜ୍ଞା ସମାନେେ ପାଳନ କରୁ ନାହାନ୍ତି। ସଦାପ୍ରଭୁ ଯାକୁବର ସନ୍ତାନଗଣଙ୍କୁ ଇଶ୍ରାୟେଲ ନାମ ଦଇେଥିଲେ। ସମାନେେ ସଦାପ୍ରଭୁଙ୍କର ବ୍ଯବସ୍ଥା ଓ ଆଜ୍ଞା ପାଳନ କରୁ ନାହାନ୍ତି।
34 Até o dia de hoje fazem segundo os antigos costumes. Não temem o Senhor , não fazem segundo os seus estatutos e juízos, nem segundo a lei e o mandamento que o Senhor ordenou aos filhos de Jacó, a quem deu o nome de Israel.
35 ଇଶ୍ରାୟେଲର ସନ୍ତାନମାନଙ୍କ ସହିତ ସଦାପ୍ରଭୁ ଚୁକ୍ତି କଲେ ଏବଂ ସମାନଙ୍କେୁ ଆଜ୍ଞା ଦେଲେ, ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କୁ ନିଶ୍ଚଯ ପୂଜା କରିବ ନାହିଁ କିମ୍ବା ସମାନଙ୍କେର ସବୋ କରିବ ନାହିଁ। ତୁମ୍ଭେ ସମାନଙ୍କେୁ ନିଶ୍ଚଯ ଭୟ କରିବ ନାହିଁ କିମ୍ବା ସମାନଙ୍କେର ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ ନାହିଁ।
35 Ora, o Senhor tinha feito uma aliança com eles e lhes havia ordenado o seguinte: “Não temam outros deuses; não se prostrem diante deles, não os sirvam, nem lhes ofereçam sacrifícios.
36 ତୁମ୍ଭମାନେେ କବଳେ ସଦାପ୍ରଭୁଙ୍କୁ ନିଶ୍ଚଯ ଭୟ କରିବ, ୟିଏ ମହାପରାକ୍ରମ ଦ୍ବାରା ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ। ତୁମ୍ଭମାନେେ ନିଶ୍ଚଯ ତାହାଙ୍କୁ ପ୍ରଣାମ କରିବ ଓ ତାଙ୍କୁ ଉପାସନା କରିବ ଏବଂ ତାଙ୍କ ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ।
36 Mas temam o Senhor , que os tirou da terra do Egito com grande poder e com braço estendido; prostrem-se diante dele e a ele ofereçam sacrifícios.
37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେଉଁ ଯେଉଁ ବିଧି, ଶାସନବ୍ଯବସ୍ଥା ଓ ଶିକ୍ଷାସମୂହ ଲେଖି ଅଛନ୍ତି। ତୁମ୍ଭମାନେେ ତାହା ସଦାକାଳ ପାଳନ କରିବାକୁ ମନୋୟୋଗ କରିବ। ଆଉ ଅନ୍ୟ ଦବଗେଣଙ୍କୁ ତୁମ୍ଭମାନେେ ଭୟ କରିବ ନାହିଁ।
37 Tenham o cuidado de observar todos os dias os estatutos e os juízos, a lei e o mandamento que ele lhes deu por escrito. Não adorem outros deuses.
38 ମୁଁ ତୁମ୍ଭମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲି, ତୁମ୍ଭମାନେେ ପାଶୋରିବା ଉଚିତ୍ ନୁହଁ। ଅନ୍ୟ ଦବେତାମାନଙ୍କୁ ତୁମ୍ଭମାନେେ ଭୟ କିମ୍ବା ସମ୍ମାନ କରିବା ଉଚିତ୍ ନୁହଁ।
38 Não se esqueçam da aliança que fiz com vocês e não adorem outros deuses.
39 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭମାନେେ କବଳେ ଭୟ ଓ ସମ୍ମାନ କରିବ ଓ ସେ ତୁମ୍ଭମାନଙ୍କୁ ସମସ୍ତ ଶତୃଠାରୁ ଉଦ୍ଧାର କରିବେ।
39 Mas adorem o Senhor , seu Deus, e ele os livrará das mãos de todos os seus inimigos.”
40 ମାତ୍ର ଇଶ୍ରାୟେଲୀୟମାନେ ତାହା ଶୁଣିଲେ ନାହିଁ। ସମାନେେ ପୂର୍ବ ରୀତି ଅନୁସାରେ କାର୍ୟ୍ଯ କରି ଚାଲିଲେ।
40 Eles, porém, não deram ouvidos a isso e continuaram a fazer segundo o seu antigo costume.
41 ଏହିପରି ଅନ୍ୟ ଗୋଷ୍ଠୀର ଲୋକମାନେ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କଲେ କିନ୍ତୁ ସମାନେେ ମଧ୍ଯ ଭଣ୍ତ ଦବେତାମାନଙ୍କର ସବୋ କଲେ। ସମାନଙ୍କେର ପୁତ୍ର ଓ ପୌତ୍ରଗଣ ମଧ୍ଯ ନିଜ ନିଜ ପୂର୍ବପୁରୁଷଗଣ ଯାହା କରିଥିଲେ, ସହେିପରି କାର୍ୟ୍ଯ କରି ଆସୁଛନ୍ତି। ସମାନେେ ଆଜି ପର୍ୟ୍ଯନ୍ତ ଏହିସବୁ କରୁଛନ୍ତି।
41 Assim, estas nações adoravam o Senhor e serviam as suas próprias imagens de escultura. Como fizeram os seus pais, assim fazem também os seus filhos e os filhos de seus filhos, até o dia de hoje.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Reis 17, comparar traduções ou montar um estudo — tudo direto pelo WhatsApp.