2 Reis 18
Oriya Bible (GL_ORIYA) vs BKJ
1 ଇଶ୍ରାୟେଲର ରାଜା ଏଲାଙ୍କ ପୁତ୍ର, ହାେେଶୟଙ୍କ ରାଜତ୍ବର ତୃତୀୟ ବର୍ଷ ରେ ଅହସ୍ଙ୍କ ପୁତ୍ର ହିଜକିଯ ଯିହୁଦା ରେ ରାଜ୍ଯ ଶାସନ କରିବାକୁ ଆରମ୍ଭ କଲେ।
1 Ora, sucedeu, no terceiro ano de Oseias, filho de Elá, rei de Israel, que Ezequias, o filho de Acaz, rei de Judá, começou a reinar.
2 ହିଜକିଯ ପଚିଶ ବର୍ଷ ବଯସ୍କ ଥିଲେ ଯେତବେେଳେ ସେ ଶାସନ ଆରମ୍ଭ କଲେ ଓ ସେ ୟିରୁଶାଲମ ରେ ଅଣତିରିଶ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ଅବୀ ଓ ସେ ଜିଖରିଯଙ୍କର କନ୍ଯା ଥିଲେ।
2 Vinte e cinco anos de idade tinha ele quando começou a reinar; e reinou vinte e nove anos em Jerusalém. O nome da sua mãe também era Abi, a filha de Zacarias.
3 ହିଜକିଯ ତାଙ୍କର ପୁର୍ବପୁରୁଷ ଦାଉଦଙ୍କ ସମସ୍ତ କ୍ରିଯାନୁସା ରେ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ।
3 E ele fez aquilo que era reto à vista do SENHOR, segundo tudo o que Davi, o seu pai, fez.
4 ସେ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କରି ଦେଲେ। ସମସ୍ତ ସ୍ମୃତି ସ୍ତମ୍ଭ ଭାଙ୍ଗି ପକାଇଲେ। ଆଶରୋ ମୂର୍ତ୍ତୀ ଗୁଡିକୁ କାଟି ପକାଇଲେ। ପୁଣି ମାଶାେ ନିର୍ମିତ ପିତ୍ତଳ ସର୍ପ ଭାଙ୍ଗି ପକାଇଲେ। କାରଣ ତାଙ୍କରି ଉଦ୍ଦେଶ୍ଯ ରେ ଇଶ୍ରାୟେଲ ସନ୍ତାନଗଣ ସହେି ସମୟ ପର୍ୟ୍ଯନ୍ତ ଧୂପ ଜଳାଉଥିଲେ। ଏହାର ନାମ ନହୁଷ୍ଟର୍ନ ରଖିଲେ।
4 Ele removeu os lugares altos, e quebrou as imagens, e cortou os bosques, e quebrou em pedaços a serpente de bronze que Moisés havia feito; porque até aqueles dias, os filhos de Israel queimavam incenso para ela; e ele a chamou de Neustã.
5 ହିଜକିଯ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କଠା ରେ ଦୃଢ ବିଶ୍ବାସ କରୁଥିଲେ। ଯିହୁଦାର କୌଣସି ରାଜା ତାଙ୍କ ପୁର୍ବବର୍ତ୍ତୀ ବା ପରବର୍ତ୍ତୀ ହିଜକିଯଙ୍କ ପରି ନଥିଲେ।
5 Ele confiou no SENHOR Deus de Israel; de modo que depois dele não houve nenhum como ele entre todos os reis de Judá, tampouco algum que foi antes dele.
6 ସେ ସଦାପ୍ରଭୁଙ୍କର ଅତ୍ଯନ୍ତ ଆସକ୍ତ ଥିଲେ। ସେ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହାଇେ ନଥିଲେ। ଆଉ ସଦାପ୍ରଭୁ ମାଶାଙ୍କେୁ ଯେଉଁ ଆଜ୍ଞା ଦଇେଥିଲେ। ସେ ସମସ୍ତ ଆଜ୍ଞା ସେ ପାଳନ କଲେ।
6 Porque ele se apegou ao SENHOR, e não se afastou de segui-lo, mas guardou os seus mandamentos, os quais o SENHOR ordenou a Moisés.
7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ ସେ ଯେ କୌଣସି କାର୍ୟ୍ଯ କଲେ ସବୁ ରେ କୃତକାର୍ୟ୍ଯ ହେଲେ।
7 E o SENHOR esteve com ele; e ele prosperava para onde quer que saísse; e ele se rebelou contra o rei da Assíria, e a ele não serviu.
8 ସେ ଘସା ଓ ତହିଁର ସୀମା ପର୍ୟ୍ଯନ୍ତ ପ୍ରହରୀମାନଙ୍କ ଦୁର୍ଗ ଅବଧି ପ୍ରାଚୀରବେଷ୍ଟିତ ବଡ ଓ େଛାଟ ନଗରଗୁଡିକ ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।
8 Ele feriu os filisteus até Gaza, e os seus limites, desde a torre dos atalaias, até a cidade fortificada.
9 ଅନନ୍ତର ଯିହୁଦାର ରାଜା ହିଜକିଯଙ୍କର ରାଜତ୍ବର ଚତୁର୍ଥ ବର୍ଷ ରେ ଓ ଇଶ୍ରାୟେଲର ରାଜା ଏଲାଙ୍କର ପୁତ୍ର ହାେେଶୟଙ୍କ ରାଜତ୍ବର ସପ୍ତମ ବର୍ଷ ରେ ଅଶୂରର ରାଜା ଶଲ୍ମନଷେର ଶମରିଯା ବିରୁଦ୍ଧ ରେ ୟୁଦ୍ଧ କରିବାକୁ ୟାଇ ତାଙ୍କୁ ଅବରୋଧ କଲେ।
9 E sucedeu, no quarto ano do rei Ezequias, o qual era o sétimo ano de Oseias, filho de Elá, rei de Israel, que Salmaneser, rei da Assíria, subiu contra Samaria, e a sitiou.
10 ତୃତୀୟ ବର୍ଷ ଶଷେ ରେ ସମାନେେ ତାକୁ ଅଧିକାର କଲେ। ହିଜକିଯଙ୍କ ରାଜତ୍ବର ଷଷ୍ଠ ବର୍ଷ ରେ ଓ ଇଶ୍ରାୟେଲର ରାଜା ହାେେଶୟଙ୍କ ରାଜତ୍ବର ନବମ ବର୍ଷ ରେ ଏହା ଅଧିକୃତ ହେଲା।
10 E ao fim de três anos, eles a tomaram; a saber, no sexto ano de Ezequias, que é o nono ano de Oseias, rei de Israel, Samaria foi tomada.
11 ଏହାପରେ ଅଶୂରର ରାଜା ଇଶ୍ରାୟେଲୀୟମାନଙ୍କୁ ବନ୍ଦୀ ରୂପେ ଅଶୂରକୁ ନଇେ ହଲହ ରେ, ହାବୋର ରେ, ଗୋଶନ ନଦୀ କୂଳ ରେ ଓ ମାଦୀଯମାନଙ୍କ ବିଭିନ୍ନ ନଗର ରେ ସମାନଙ୍କେୁ ରଖିଲେ।
11 E o rei da Assíria conduziu Israel para a Assíria, e os pôs em Hala e em Habor junto ao rio de Gozã, e nas cidades dos medos;
12 ଏସବୁ ଘଟିବାର କାରଣ ହେଲା ସମାନେେ ଆପଣା ସଦାପ୍ରଭୁ ପରମେଶ୍ବରଙ୍କୁ ମାନିଲେ ନାହିଁ। ପୁଣି ସଦାପ୍ରଭୁଙ୍କର ଚୁକ୍ତିକୁ ସମାନେେ ଭାଙ୍ଗିଲେ ଓ ସଦାପ୍ରଭୁଙ୍କ ସବେକ ମାଶାଙ୍କେର ସମସ୍ତ ଆଜ୍ଞା ମାନିଲେ ନାହିଁ। ଆଉ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
12 porque eles não obedeceram à voz do SENHOR seu Deus, mas transgrediram o seu pacto, e tudo o que Moisés, o servo do SENHOR ordenou, e não quiseram ouvi-los, nem fazê-los.
13 ଅନନ୍ତର ହିଜକିଯଙ୍କର ରାଜତ୍ବର ଚତୁଃର୍ଦ୍ଦଶ ବର୍ଷ ରେ ଅଶୂରର ରାଜା ସନ୍ ହରେୀଦ୍ ଯିହୁଦାର ସମସ୍ତ ପ୍ରାଚୀର ବେଷ୍ଟିତ ନଗର ଅବରୋଧ କରି ତାକୁ ଅଧିକାର କଲେ।
13 Ora, no décimo quarto ano do rei Ezequias, Senaqueribe, rei da Assíria, subiu contra todas as cidades fortificadas de Judá, e as tomou.
14 ଏହାପରେ ଯିହୁଦାର ରାଜା ହିଜକିଯ ଲାଖୀଶକୁ ଅଶୂରର ରାଜା ନିକଟକୁ ଲୋକ ପଠାଇଲେ ଏବଂ କହିଲେ, ମୁଁ ପାପ କରିଅଛି, ଦୟାକରି ମାେ ଦେଶ ଉପରେ ଆକ୍ରମଣ ବନ୍ଦ କର। ଆପଣା ମାେ ଠାରୁ ଯାହା ଗ୍ଭହିଁବେ ମୁଁ ଦବୋକୁ ପ୍ରସ୍ତୁତ ଅଛି।
14 E Ezequias, rei de Judá, enviou ao rei da Assíria, a Laquis, dizendo: Tenho ofendido; retorna-te de mim; aquilo que tu impuseres sobre mim, desejo suportar. E o rei da Assíria indicou a Ezequias, rei de Judá, trezentos talentos de prata e trinta talentos de ouro.
15 ତେଣୁ ହିଜକିଯ ସଦାପ୍ରଭୁଙ୍କ ମନ୍ଦିର ରେ ଓ ରାଜଗୃହର ଭଣ୍ତାରମାନ ରେ ଥିବା ସମସ୍ତ ରୂପା ତାଙ୍କୁ ଦଇେ ଦେଲେ।
15 E Ezequias lhe deu toda a prata que foi encontrada na casa do SENHOR, e nos tesouros da casa do rei.
16 ସେ ସମୟରେ ହିଜକିଯ ସଦାପ୍ରଭୁଙ୍କ ମନ୍ଦିର ଦ୍ବାର ଦେଶ ରେ ଓ ସ୍ତମ୍ଭମାନଙ୍କ ରେ ଯେଉଁ ସୁବର୍ଣ୍ଣ ମଣ୍ତନ କରିଥିଲେ ସେ ସବୁ କାଟି ଅଶୂରର ରାଜାଙ୍କୁ ଅର୍ପଣ କଲେ।
16 Naquele tempo, Ezequias, rei de Judá, cortou o ouro das portas do templo do SENHOR e dos pilares que Ezequias havia revestido, e entregou-os ao rei da Assíria.
17 ଅନନ୍ତର ଅଶୂରର ରାଜା ତାଙ୍କ ତିନିଜଣ ମୁଖ୍ଯ ସନୋଧକ୍ଷ୍ଯ ତର୍ତ୍ତନ, ରବସାରୀସ୍, ଓ ରବ୍ଶାକିଙ୍କୁ ମହାସୈନ୍ଯ ସହିତ ୟିରୁଶାଲମ ରେ ହିଜକିଯ ରାଜା ନିକଟକୁ ପଠାଇଲେ। ତହୁଁ ସମାନେେ ଲଖୀସରୁ ୟାତ୍ରା କରି ୟିରୁଶାଲମକୁ ଆସିଲେ। ସମାନେେ ସଠାେରେ ପହଞ୍ଚି ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
17 E o rei da Assíria enviou Tartã e Rabe-Saris e Rabsaqué, de Laquis, para o rei Ezequias com um grande exército contra Jerusalém. E eles subiram e chegaram a Jerusalém. E quando eles haviam subido, eles vieram e se puseram de pé junto ao canal do tanque superior, o qual está no caminho principal do campo do lavandeiro.
18 ପୁଣି ସମାନେେ ରାଜା ହିଲକିଯଙ୍କୁ ଡାକନ୍ତେ ହିଲକିଯର ପୁତ୍ର ଇଲିଯାକୀମ୍ ନାମକ ରାଜଗୃହାଧ୍ଯକ୍ଷ, ଶିବନ୍ ଲେଖକ ଓ ଆସଫର ପୁତ୍ର ୟୋଯାହ ନାମକ ଇତିହାସ ଲେଖକ ସମାନଙ୍କେୁ ଭଟେିବାକୁ ବାହାରିଲେ।
18 E quando eles haviam chamado o rei, saiu-lhes ali Eliaquim, o filho de Hilquias, o qual estava encarregado da casa, e Sebna, o escriba, e Joá, o filho de Asafe, o cronista.
19 ସନୋଧ୍ଯକ୍ଷମାନଙ୍କ ମଧ୍ଯରୁ ରବଶାକି ସମାନଙ୍କେୁ କହିଲା, ତୁମ୍ଭମାନେେ ହିଜକିଯଙ୍କୁ କୁହ, ମହାରାଜା ଅଶୂରର ରାଜା ଏହି କଥା କୁହନ୍ତି,
19 E Rabsaqué disse a eles: Falai agora a Ezequias: Assim diz o grande rei, o rei da Assíria: Que confiança é essa na qual confias?
20 ତୁମ୍ଭର ଏକଥା ନିରର୍ଥକ। କାରଣ ତୁମ୍ଭେ କୁହ, ୟୁଦ୍ଧ ରେ ଜଯଲାଭ କରିବା ପାଇଁ ମାରେ ବହୁତ ମନ୍ତ୍ରଣା ଓ ବଳ ଅଛି। କିନ୍ତୁ ତୁମ୍ଭେ କାହା ଉପରେ ନିର୍ଭର କର, ଯେ ହତେୁ ମାେ ବିପକ୍ଷ ରେ ବିଦ୍ରୋହ କରୁଛ?
20 Tu dizes (mas não passam de palavras vãs): Eu tenho conselho e poder para a guerra. Ora, em quem tu confias, que te rebelas contra mim?
21 ଏଠାକୁ ଦେଖ, ତୁମ୍ଭେ ଭଙ୍ଗା ହାଇେଥିବା ଆଶାବାଡି ଉପରେ ନିର୍ଭର କରୁଅଛ। ଏହି ଆଶାବାଡି ମିଶରର ଅଟେ। କିନ୍ତୁ ଯଦି କହେି ତା' ଉପରେ ଆଉଜେ ଏହା ଭାଙ୍ଗି ୟିବ ଏବଂ ହାତ ରେ ପଶି ଫୋଡି ହାଇଯେିବ ଓ ଏହାକୁ ଘାଆ କରିଦବେ। ଯେଉଁମାନେ ମିଶରର ରାଜା ଫାରୋ ଉପରେ ନିର୍ଭର କରୁଛନ୍ତି, ସମାନେେ ଏହି ଭାଗ୍ଯର ଅଂଶିଦାର ହବେ।
21 Ora, eis que tu confias na vara deste junco esmagado, a saber, no Egito, sobre o qual, se um homem se encostar, ele penetrará na sua mão, e a furará; assim é Faraó, o rei do Egito, com todos os que nele confiam.
22 ତୁମ୍ଭମାନେେ କହିପାର, ଆମ୍ଭମାନେେ ସଦାପ୍ରଭୁ ଆମ୍ଭ ପରମେଶ୍ବରଙ୍କ ଉପରେ ନିର୍ଭର ରଖୁଅଛୁ। କିନ୍ତୁ ମୁଁ ଜାଣେ ହିଜକିଯ ଯେଉଁ ଉଚ୍ଚସ୍ଥଳୀ ଓ ୟଜ୍ଞବଦେୀ ରେ ଲୋକମାନେ ପୂଜା କରୁଥିଲେ ସେ ସଗେୁଡିକୁ ଦୂ ରଇେ ଦଇେଛନ୍ତି ଆଉ ଯିହୁଦାକୁ ୟିରୁଶାଲମ୍କୁ କହିଛନ୍ତି ତୁମ୍ଭମାନେେ କବଳେ ୟିରୁଶାଲମ୍ର ୟଜ୍ଞବଦେୀ ନିକଟରେ ପୂଜା କରିବ।
22 Mas, se vós me disserdes: Nós confiamos no SENHOR, nosso Deus; não é ele aquele cujos lugares altos e cujos altares Ezequias retirou, e que disse a Judá e Jerusalém: Vós adorareis diante deste altar em Jerusalém?
23 ଏବେ ମୁଁ ବିନଯ କରୁଅଛି, ମାେ ମହାଶୟ, ଅଶୂରର ରାଜାଙ୍କ ସଙ୍ଗେ ଚୁକ୍ତି କର, ମୁଁ ତୁମ୍ଭଙ୍କୁ 2,000 ଅଶ୍ବ ଦବେି। ତୁମ୍ଭେ ଯଦି ପାରୁଛ ତବେେ ସମାନଙ୍କେ ଉପରେ ଚଢିବା ପାଇଁ ତୁମ୍ଭ ଆଡୁ ଲୋକ ଆଣ।
23 Agora, portanto, rogo-te, dá garantias ao meu senhor, o rei da Assíria, e eu te entregarei dois mil cavalos, se fores capaz, de tua parte, de colocares cavaleiros sobre eles.
24 ତୁମ୍ଭେ ମାରେ ମହାଶୟଙ୍କ ଦାସମାନଙ୍କ ମଧ୍ଯରୁ ଏପରିକି ସବୁଠାରୁ ଦୁର୍ବଳ, କ୍ଷୁଦ୍ରତମ ସୈନ୍ଯକୁ ପରାସ୍ତ କରି ପାରିବ ନାହିଁ। ତୁମ୍ଭେ ରଥ ଓ ଅଶ୍ବାରୋହୀ ନିମନ୍ତେ ମିଶର ଦେଶ ଉପରେ ନିର୍ଭର କରୁଛ।
24 Como, então, virarás tu a face para um capitão do menor dos servos do meu senhor, e depositarás a tua confiança no Egito por carruagens e por cavaleiros?
25 ସଦାପ୍ରଭୁଙ୍କ ବିନା ମୁଁ ଏ ଦେଶ ଧଂସ କରିବାକୁ ଆସି ନାହିଁ। ସଦାପ୍ରଭୁ ମାେତେ କହିଲେ, ଏହି ଦେଶ ବିରୁଦ୍ଧ ରେ ୟାଅ ଓ ତାକୁ ଧ୍ବଂସ କର!
25 Ora, subi eu sem o SENHOR contra este lugar para destruí-lo? O SENHOR disse a mim: Sobe contra essa terra, e a destrói.
26 ତା'ପରେ ହିଲକିଯର ପୁତ୍ର ଇଲିଯାକୀମ୍, ଶିବନ ଓ ୟୋଯାହ ରବଶାକିକୁ କହିଲେ, ବିନଯ କରୁଅଛୁ, ଆପଣ ଅରାମୀଯ ଭାଷା ରେ ଦାସମାନଙ୍କୁ କୁହନ୍ତୁ। ଆମ୍ଭମାନେେ ତାହା ବୁଝୁଅଛୁ। କିନ୍ତୁ ଆପଣ ୟିହୁଦୀଯ ଭାଷା ରେ କୁହନ୍ତୁ ନାହିଁ କାରଣ ପ୍ରାଚୀର ଉପରିସ୍ଥ ଲୋକମାନେ ଆମ୍ଭମାନଙ୍କ କଥା ଶୁଣି ପାରିବେ।
26 Então, disseram Eliaquim, o filho de Hilquias, e Sebna, e Joá, a Rabsaqué: Rogamos-te que fales aos teus servos em língua síria; porque nós a compreendemos e não conversa conosco na língua dos judeus aos ouvidos do povo que está sobre o muro.
27 କିନ୍ତୁ ଆଦେଶକାରୀ ସମାନଙ୍କେୁ କହିଲେ, ମାରେ ମହାଶୟ କବଳେ ତୁମ୍ଭର ମହାଶୟଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇ ନାହାନ୍ତି। ପ୍ରାଚୀର ଉପରେ ବସିଥିବା ଲୋକମାନଙ୍କୁ ମଧ୍ଯ ମୁଁ କହିବି। ମୁଁ ସମାନଙ୍କେୁ ଜଣାଇଦବୋକୁ ଗ୍ଭ ହେଁ ଯେ, ସମାନେେ ତୁମ୍ଭମାନଙ୍କ ସହିତ ସମାନଙ୍କେର ବିଷ୍ଠା ଖାଇବେ ଓ ସମାନଙ୍କେର ମୂତ୍ର ପିଇବେ।
27 Porém Rabsaqué disse-lhes: Enviou-me o meu senhor ao teu senhor, e a ti, para falar estas palavras? Não me enviou ele aos homens que se assentam sobre o muro para que eles possam comer do seu próprio excremento, e beber do seu próprio mijo?
28 ତାପରେ ଆଦେଶକାରୀ ୟିହୁଦୀଯ ଭାଷା ରେ ଉଚ୍ଚସ୍ବର ରେ ଚିତ୍କାର କରି କହିଲେ, ତୁମ୍ଭମାନେେ ମହାରାଜ ଅଶୂରର ରାଜାଙ୍କ କଥାଶୁଣ।
28 Então, Rabsaqué se pôs de pé e gritou em alta voz na língua dos judeus, e falou, dizendo: Ouvi a palavra do grande rei, o rei da Assíria.
29 ରାଜା ଏହି କଥା କହିନ୍ତି, 'ତୁମ୍ଭମାନଙ୍କୁ ଧୋକା ଦବୋକୁ ହିଜକିଯକୁ ପ୍ରଶଯ ଦିଅ ନାହିଁ। କାରଣ ସେ ତୁମ୍ଭମାନଙ୍କୁ ମାେ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।'
29 Assim diz o rei: Não deixeis Ezequias enganar-vos; porque ele não será capaz de vos livrar da sua mão;
30 ହିଜକିଯ ତୁମ୍ଭର ବିଶ୍ବାସ ସଦାପ୍ରଭୁଙ୍କଠା ରେ ନଜନ୍ମାଉ, ହିଜକିଯ କ ହେ, 'ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରିବେ। ଅଶୂରର ରାଜା ଏହି ନଗରକୁ ପରାସ୍ତ କରି ପାରିବ ନାହିଁ।'
30 nem deixai Ezequias fazer-vos confiar no SENHOR, dizendo: O SENHOR certamente nos livrará, e esta cidade não será entregue na mão do rei da Assíria.
31 ହିଜକିଯ କଥା ଶୁଣ ନାହିଁ।
31 Não atenteis a Ezequias; pois assim diz o rei da Assíria: Fazei um pacto comigo por um presente, e saí até mim, e então comei cada um de vós da sua própria vinha, e cada um da sua figueira, e bebei, cada um de vós, das águas da sua cisterna;
32 ଶଷେ ରେ ମୁଁ ଆସି ତୁମ୍ଭମାନଙ୍କର ସ୍ବଦେଶ ତୁଲ୍ଯ ଏକ ଦେଶକୁ ନଇୟିବେି ଯେଉଁଠା ରେ ଶସ୍ଯ, ଦ୍ରାକ୍ଷାରସ, ରୋଟୀ, ଦ୍ରାକ୍ଷାକ୍ଷେତ୍ର, ଜିତତୈଳ ଓ ମଧୂ ବିପୁଳ ପରିମାଣ ରେ ଅଛି, ସଠାେରେ ତୁମ୍ଭମାନେେ ବଞ୍ଚିବ ଓ ମରିବ ନାହିଁ। ମାତ୍ର ରାଜା ହିଜକିଯ କଥା ଶୁଣ ନାହିଁ। ତୁମ୍ଭମାନଙ୍କର ମନକୁ ବଦଳାଇବା ପାଇଁ ସେ ସବୁବେଳେ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।'
32 até que eu venha e vos remova para uma terra semelhante a vossa própria terra, uma terra de grão e vinho, uma terra de pão e vinhas, uma terra de oliveiras, de azeite e de mel, para que possais viver, e não morrer; e não atenteis a Ezequias, quando ele vos persuadir, dizendo: O SENHOR nos livrará.
33 ନାନା ଗୋଷ୍ଠୀଯ ଦବେତାଗଣ ମଧ୍ଯରୁ କୌଣସି ଦବେତା କ'ଣ ଅଶୂରୀଯ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି? ନା!
33 Algum dos deuses das nações já livrou toda a sua terra da mão do rei da Assíria?
34 ହମାତର ଓ ଅର୍ପଦର ଦବେତାମାନେ କାହାନ୍ତି? ସଫର୍ବିଯିମର ହନୋର ଓ ଅଦ୍ଦାର ଦବେତାମାନେ କାହାନ୍ତି? ସମାନେେ କ'ଣ ମାେ ହସ୍ତରୁ ଶମରିଯାକୁ ଉଦ୍ଧାର କରିଛନ୍ତି? ନା!
34 Onde estão os deuses de Hamate, e de Arpade? Onde estão os deuses de Sefarvaim, de Hena e de Iva? Eles livraram Samaria da minha mão?
35 ନାନା ଗୋଷ୍ଠୀଯ ଦବେତାଗଣ ମଧ୍ଯରୁ କହେି ଆପଣା ଦେଶକୁ ମାେ ହସ୍ତରୁ ଉଦ୍ଧାର କରିଛି ଯେ ସଦାପ୍ରଭୁ ମାେ' ଠାରୁ ୟିରୁଶାଲମ୍କୁ ଉଦ୍ଧାର କରିବେ?
35 Quem são eles entre todos os deuses das terras, que tenham livrado a sua terra da minha mão, para que o SENHOR livre Jerusalém da minha mão?
36 ମାତ୍ର ଲୋକମାନେ ନୀରବ ରହିଲେ। ସମାନେେ ପଦେ ହେଲେ ରବଶାକିକୁ ଉତ୍ତର କଲେ ନାହିଁ, କାରଣ ହିଜକିଯ ସମାନଙ୍କେୁ ଆଦେଶ କରିଥିଲେ, କୌଣସି କଥା ତାଙ୍କୁ କହିବ ନାହିଁ।
36 Porém o povo reteve a sua paz, e não lhe respondeu uma palavra sequer; porque a ordem dita pelo rei foi: Não o respondais.
37 ହିଲ୍କିଯର ପୁତ୍ର ଇଲିଯାକୀମ ନାମକ ରାଜଗୃହାଧ୍ଯକ୍ଷ, ଶିବନ୍ ଲେଖକ ଓ ଆସଫର ପୁତ୍ର ୟୋଯାହ ନାମ ଇତିହାସ ଲେଖକ ନିଜ ନିଜ ବସ୍ତ୍ରସବୁ ଚିରି ହିଜିକିଯ ନିକଟକୁ ଆସି ଆଦେଶକାରୀ କଥାସବୁ ତାଙ୍କୁ ଜଣାଇଲେ।
37 Então vieram Eliaquim, o filho de Hilquias, o qual estava a cargo da casa, e Sebna, o escriba, e Joã, o filho de Asafe, o cronista, até Ezequias com as suas vestes rasgadas, e lhe contaram as palavras de Rabsaqué.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Reis 18, comparar traduções ou montar um estudo — tudo direto pelo WhatsApp.