2 Reis 22

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ଯୋଶିୟ ଆଠ ବର୍ଷ ବଯସ ରେ ରାଜ୍ଯ ଶାସନ ଆରମ୍ଭ କଲେ ଓ ସେ ୟିରୁଶାଲମ୍ ରେ ଏକତିରିଶ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ୟିଦୀଦା ଓ ସେ ବସ୍କତୀଯ ଅଦାଯଙ୍କର କନ୍ଯା ଥିଲେ।
1 Tinha Josias oito anos de idade quando começou a reinar e reinou trinta e um anos em Jerusalém. Sua mãe se chamava Jedida e era filha de Adaías, de Bozcate.
2 ଯୋଶିୟଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ସୁକର୍ମ କଲେ। ଏବଂ ସେ ଦାଉଦଙ୍କର ପୂର୍ବପୁରୁଷ ପରି ବାସ କଲେ। ସେ ସଦାପ୍ରଭୁଙ୍କୁ ଶିକ୍ଷା ମାନ୍ଯ କଲେ। ପରମେଶ୍ବର ଯାହା ଗ୍ଭହୁଁଥିଲେ ସେ ଠିକ୍ ତାହାସବୁ କଲେ।
2 Fez ele o que era reto perante o Senhor , andou em todo o caminho de Davi, seu pai, e não se desviou nem para a direita nem para a esquerda.
3 ଯୋଶିୟ ତାଙ୍କ ରାଜତ୍ବର ଅଷ୍ଟାଦଶ ବର୍ଷ ରେ ମଶୁଲ୍ଲମର ପୌତ୍ର, ଅତ୍ସଲିଯର ପୁତ୍ର ଶାଫନ ସମାନଙ୍କେୁ ସଦାପ୍ରଭୁଙ୍କ ମନ୍ଦିରକୁ ପଠାଇ କହିଲେ।
3 No décimo oitavo ano do seu reinado, o rei Josias mandou o escrivão Safã, filho de Azalias, filho de Mesulão, à Casa do Senhor ,
4 ତୁମ୍ଭେ ମହାୟାଜକ ହିଲକିଯ ନିକଟକୁ ୟାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ବାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଣିକି ଆଣ।
4 dizendo: Sobe a Hilquias, o sumo sacerdote, para que conte o dinheiro que se trouxe à Casa do Senhor , o qual os guardas da porta ajuntaram do povo;
5 ସେ ସହେି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ ଶ୍ରମିକମାନଙ୍କୁ ମଜୁରି ଦିଅନ୍ତୁ। ଆଉ ମଧ୍ଯ ସେ ମନ୍ଦିର ମରାମତି ରେ ତତ୍ତ୍ବବଧାରକ ଯାଜକ ମୁଦ୍ରା ଦିଅନ୍ତୁ।
5 que o deem nas mãos dos que dirigem a obra e têm a seu cargo a Casa do Senhor , para que paguem àqueles que fazem a obra que há na Casa do Senhor , para repararem os estragos da casa:
6 ସହେି ମୁଦ୍ରାକୁ ବଢଇେ, ରାଜମିସ୍ତ୍ରି ଓ ପ୍ରସ୍ତର ଖାଦେନକାରୀଙ୍କୁ ଦବୋ ରେ ବ୍ଯବହାର କରନ୍ତୁ। ପୁଣି ମନ୍ଦିର ପୁନଃନିର୍ମାଣ ରେ ବ୍ଯବହୃତ କାଠ ଓ ଖାଦେିତ ପଥର କିଣିବା ରେ ସହେି ମୁଦ୍ରାକୁ ବିନିୟୋଗ କରନ୍ତୁ।
6 aos carpinteiros, aos edificadores e aos pedreiros; e comprem madeira e pedras lavradas, para repararem os estragos da casa.
7 ସହେି କାର୍ୟ୍ଯ କରୁଥିବା ଲୋକମାନଙ୍କୁ ଯେଉଁ ମୁଦ୍ରା ଦିଆଗଲା ତା'ର ହିସାବ ରଖାଗଲା ନାହିଁ, କାରଣ ସମାନେେ ବିଶ୍ବସ୍ତ ରୂପେ କାର୍ୟ୍ଯ କଲେ।
7 Porém não se pediu conta do dinheiro que se lhes entregara nas mãos, porquanto procediam com fidelidade.
8 ସେତବେେଳେ ମହାୟାଜକ ହିଲକିଯ ଶାଫନ୍ ସମ୍ପାଦକଙ୍କୁ କହିଲା, ଏଠାକୁ ଦେଖ, ଆମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ଏହି ବ୍ଯବସ୍ଥା ପୁସ୍ତକ ପାଇଅଛୁ। ତା'ପରେ ଶାଫନ୍ ସହେି ପୁସ୍ତକ ପାଠ କଲେ।
8 Então, disse o sumo sacerdote Hilquias ao escrivão Safã: Achei o Livro da Lei na Casa do Senhor . Hilquias entregou o livro a Safã, e este o leu.
9 ଏହାପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଯଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦଲୋ, ଆପଣଙ୍କ ସବେକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ବାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।
9 Então, o escrivão Safã veio ter com o rei e lhe deu relatório, dizendo: Teus servos contaram o dinheiro que se achou na casa e o entregaram nas mãos dos que dirigem a obra e têm a seu cargo a Casa do Senhor .
10 ତା'ପରେ ଶାଫନ୍ ଲେଖକ ରାଜାଙ୍କୁ କହିଲେ, ମହାୟାଜକ ହିଲକିଯ ଏହି ପୁସ୍ତକ ମାେତେ ଦଇେଛନ୍ତି। ତା'ପରେ ଶାଫନ୍ ରାଜାଙ୍କ ସାକ୍ଷାତ ରେ ତାହା ପାଠ କଲା।
10 Relatou mais o escrivão Safã ao rei, dizendo: O sacerdote Hilquias me entregou um livro. E Safã o leu diante do rei.
11 ଏଥି ରେ ରାଜା ସହେି ବ୍ଯବସ୍ଥା ପୁସ୍ତକର ବାକ୍ଯ ଶ୍ରବଣ କରି ଆପଣା ଦୁଃଶ ଓ ବ୍ଯସ୍ତତା ଜଣାଇବାକୁ ବସ୍ତ୍ର ଚିରିଲେ।
11 Tendo o rei ouvido as palavras do Livro da Lei, rasgou as suas vestes.
12 ତା'ପରେ ରାଜା ହିଲକିଯ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାଯର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାଯ ନାମକ ରାଜ ଭୃତ୍ଯକୁ ଏହି ଆଜ୍ଞା ଦଇେ କହିଲେ।
12 Ordenou o rei a Hilquias, o sacerdote, a Aicão, filho de Safã, a Acbor, filho de Micaías, a Safã, o escrivão, e a Asaías, servo do rei, dizendo:
13 ରାଜା ଯୋଶିୟଯ କହିଲେ, ତୁମ୍ଭମାନେେ ୟାଅ, ସଦାପ୍ରଭୁଙ୍କୁ ପଗ୍ଭର ମାେ ପାଇଁ, ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ କ'ଣ କରୁବୁ। ଏହି ପୁସ୍ତକ ବିଷଯ ରେ ପଗ୍ଭର। ପରମେଶ୍ବର ଆମ୍ଭ ଉପରେ ଅତ୍ଯନ୍ତ କୋର୍ଧିତ ହାଇେଛନ୍ତି। କାରଣ ଏହି ପୁସ୍ତକରେ ଆମ୍ଭ ପାଇଁ ଯେପରି ଲଖାେ ଥିଲା, ଆମ୍ଭର ପୁର୍ବପୁରୁଷ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଧ୍ଯାନ୍ଯ ଦଇେ ନଥିଲେ।
13 Ide e consultai o Senhor por mim, pelo povo e por todo o Judá, acerca das palavras deste livro que se achou; porque grande é o furor do Senhor que se acendeu contra nós, porquanto nossos pais não deram ouvidos às palavras deste livro, para fazerem segundo tudo quanto de nós está escrito.
14 ଏଣୁ ହିଲକିଯ ଯାଜକ, ଅହୀକାମ୍, ଅକ୍ବୋର, ଶାଫନ ଓ ଅସାଯ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତିକ୍ବର ପୁତ୍ର ଶଲ୍ଲୁମର ଭାର୍ୟ୍ଯା ହୁଲଦା ଭବିଷ୍ଯଦ୍ବକ୍ତା ନିକଟକୁ ଗଲେ। ୟିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ୟିରୁଶାଲମର ଦ୍ବିତୀୟ କୋଠରୀ ରେ ବାସ କରୁଥିଲା। ସମାନେେ ତା' ସହିତ କଥାବାର୍ତ୍ତା ହେଲେ।
14 Então, o sacerdote Hilquias, Aicão, Acbor, Safã e Asaías foram ter com a profetisa Hulda, mulher de Salum, o guarda-roupa, filho de Ticva, filho de Harás, e lhe falaram. Ela habitava na cidade baixa de Jerusalém.
15 ତା'ପରେ ହୁଲଦା ସମାନଙ୍କେୁ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲା ତାହାକୁ କୁହ।
15 Ela lhes disse: Assim diz o Senhor , o Deus de Israel: Dizei ao homem que vos enviou a mim:
16 'ସଦାପ୍ରଭୁ ଏହା କହନ୍ତି, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ବିବାସୀ ଲୋକମାନଙ୍କ ଉପରେ ଅମଙ୍ଗଳ ଘଟାଇବା। ଏହି ପୁସ୍ତକରେ ଲିଖିତ ଯିହୁଦା ରାଜାଙ୍କ ପଠିତ ବାକ୍ଯ ଅନୁସାରେ ସମସ୍ତ ଅମଙ୍ଗଳ ଘଟାଇବା।
16 Assim diz o Senhor : Eis que trarei males sobre este lugar e sobre os seus moradores, a saber, todas as palavras do livro que leu o rei de Judá.
17 କାରଣ ଯିହୁଦାର ଲୋକମାନେ ମାେତେ ପରିତ୍ଯାଗ କରିଛନ୍ତି। ସମାନେେ ଅନ୍ୟ ଦବେତାଗଣଙ୍କ ପାଦ ରେ ଧୂପ ଜଳାଇଛନ୍ତି। ସମାନେେ ବହୁତ ପ୍ରତିମା ତିଆରି କରିଛନ୍ତି ଓ ମାେତେ ଅତି କୋର୍ଧ କରାଇଛନ୍ତି। ତେଣୁ ଏହି ସ୍ଥାନ ବିରୁଦ୍ଧ ରେ ଆମ୍ଭ କୋରଧାଗ୍ନି ପ୍ରଜ୍ଜଳିତ ହବେ ଓ ତାହା କବେେ ନିର୍ବାପିତ ହବେ ନାହିଁ।'
17 Visto que me deixaram e queimaram incenso a outros deuses, para me provocarem à ira com todas as obras das suas mãos, o meu furor se acendeu contra este lugar e não se apagará.
18 ଯିହୁଦା ରାଜା ଯୋଶିୟଯ ସଦାପ୍ରଭୁଙ୍କୁ ପଚାରିବାକୁ ତୁମ୍ଭମାନଙ୍କୁ ପଠାଇଲେ। ତୁମ୍ଭେ ତାଙ୍କୁ କୁହ, 'ସଦାପ୍ରଭୁ ଇଶ୍ରାୟେଲ ପରମେଶ୍ବର ଏହିକଥା କହନ୍ତି, ଯାହା ତୁମ୍ଭେ ପୁସ୍ତକରୁ ପଢି ଶୁଣିଛ, ମାରେ ବାକ୍ଯଗୁଡିକ ଏହି ସ୍ଥାନ ଓ ଏହାର ନିବାସୀମାନଙ୍କ ବିଷଯ ରେ ଥିଲା।
18 Porém ao rei de Judá, que vos enviou a consultar o Senhor , assim lhe direis: Assim diz o Senhor , o Deus de Israel, acerca das palavras que ouviste:
19 ଭୟଙ୍କର ଜିନିଷ ଏହି ନିବାସୀ ଓ ଏହି ସ୍ଥାନ ରେ ଘଟିବ। ଏହାଶୁଣି ତୁମ୍ଭର ହୃଦଯ କୋମଳ ହେଲା। ତୁମ୍ଭେ ସଦାପ୍ରଭୁଙ୍କ ଛାମୁ ରେ ନିଜକୁ ନମ୍ର କଲ ଓ ନିଜ ବସ୍ତ୍ର ଚିରିଲ ଓ ମାେ ଛାମୁ ରେ କ୍ରନ୍ଦନ କଲ। ଏଣୁ ମୁଁ ତୁମ୍ଭର ବିନତି ଶୁଣିଲି।'
19 Porquanto o teu coração se enterneceu, e te humilhaste perante o Senhor , quando ouviste o que falei contra este lugar e contra os seus moradores, que seriam para assolação e para maldição, e rasgaste as tuas vestes, e choraste perante mim, também eu te ouvi, diz o Senhor .
20 ' ତେଣୁ ଆମ୍ଭେ ତୁମ୍ଭଙ୍କୁ ତୁମ୍ଭ ପୂର୍ବପୁରୁଷଙ୍କ ନିକଟକୁ ଆଣିବା। ତୁମ୍ଭେ ଶାନ୍ତି ରେ ସମାନଙ୍କେ ସହିତ କବର ରେ ସଂଗୃହିତ ହବେ। ତୁମ୍ଭେ ଭୟଙ୍କର କ୍ଲେଶ ଦେଖିବା ନାହିଁ। କାରଣ ମୁଁ ଏହି ସ୍ଥାନ ରେ ତୁମ୍ଭମାନଙ୍କୁ ଆଣିବାକୁ ଯାଉଛି।'
20 Pelo que, eis que eu te reunirei a teus pais, e tu serás recolhido em paz à tua sepultura, e os teus olhos não verão todo o mal que hei de trazer sobre este lugar. Então, levaram eles ao rei esta resposta.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Reis 22, comparar traduções ou montar um estudo — tudo direto pelo WhatsApp.