2 Reis 25
Oriya Bible (GL_ORIYA) vs VC
1 ଅନନ୍ତର ସିଦିକିଯଙ୍କ ରାଜତ୍ବର ନବମ ବର୍ଷ ରେ ଦଶମ ମାସର ଦଶମ ଦିନ ରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାଙ୍କର ସମସ୍ତ ସୈନ୍ଯ ୟିରୁଶାଲମ୍ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିଲେ ଏବଂ ୟିରୁଶାଲମକୁ ଅବରୋଧ କଲେ ଓ ତା'ର ଚାରିପାଖ ରେ ସୈନ୍ଯ କତ୍ତୃର୍କ ଅବରୋଧ ନିର୍ମାଣ କଲେ।
1 No ano nono de seu reinado, no décimo dia do décimo mês, Nabucodonosor veio com todo o seu exército contra Jerusalém; levantou seu acampamento diante da cidade e fez aterros em redor dela.
2 ସମାନଙ୍କେର ସୈନ୍ଯବାହିନୀ ସିଦିକିଯ ରାଜାଙ୍କ ଏକାଦଶ ବର୍ଷ ରାଜତ୍ବ କାଳ ପର୍ୟ୍ଯନ୍ତ ୟିରୁଶାଲମକୁ ଅବରୋଧ କରି ଘରେି ରଖିଲେ।
2 O cerco da cidade durou até o décimo primeiro ano do reinado de Sedecias.
3 ନଗର ରେ ଭୟଙ୍କର ଦୁର୍ଭିକ୍ଷ ପଡିଲା। ଚତୁର୍ଥ ମାସର ନବମ ଦିନ ରେ ନଗର ରେ ମହାଦୁର୍ଭିକ୍ଷ ଭୟଙ୍କର ମାତ୍ରା ରେ ବଢିଗ୍ଭଲିଲା। ତେଣୁ ଦେଶୀଯ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ଦ୍ରବ୍ଯ ମିଳିଲା ନାହିଁ।
3 No nono dia do {quarto} mês, como a cidade se visse apertada pela fome e a população não tivesse mais o que comer,
4 ସର୍ବଶଷେ ରେ ନବୂଖଦ୍ନିତ୍ସର ସୈନ୍ଯ ନଗରର ପ୍ରାଚୀର ଏକ ସ୍ଥାନ ଭଗ୍ନ କଲେ। ସହେି ରାତ୍ରି ରେ ରାଜା ସିଦିକିଯ ଓ ସମସ୍ତ ଯୋଦ୍ଧାଗଣ ରାଜାଙ୍କର ଉଦ୍ୟାନକୁ ଲାଗି ଦୁଇଟି ପ୍ରାଚୀର ମଧ୍ଯ ଫାଟକ ଦଇେ ପଳାଇଲେ। ଯେତବେେଳେ କଲଦୀଯମାନେ ନଗରର ଚତୁର୍ଦ୍ଦିଗ ରେ ବେଢି ରହିଥିଲେ। ପୁଣି ରାଜା ଆରବା ପଥ ଦଇେ ଚାଲିଗଲେ।
4 fizeram uma brecha na muralha da cidade, e todos os homens de guerra fugiram de noite pelo caminho da porta que está entre os dois muros, junto do jardim do rei. Entretanto, os caldeus cercavam a cidade. Os fugitivos tomaram o caminho da planície do Jordão,
5 ତହୁଁ କଲଦୀଯ ସୈନ୍ଯମାନେ ରାଜାଙ୍କ ପଶ୍ଚାତଧାବନ କରି ଯିରୀହାେ ପଦା ରେ ତାଙ୍କୁ ଧରିଲେ। ଯେତବେେଳେ ତାଙ୍କର ସମସ୍ତ ସୈନ୍ଯ ତାଙ୍କୁ ଛାଡି ପଳାଯନ କଲେ।
5 mas o exército dos caldeus perseguiu o rei e alcançou-o nas planícies de Jericó. Então as tropas de Sedecias o abandonaram e se dispersaram.
6 ତା'ପରେ ସମାନେେ ରାଜାଙ୍କୁ ଧରି ରିବ୍ଲା ରେ ଥିବା ବାବିଲ ରାଜାଙ୍କ ନିକଟକୁ ନେଲେ। ସମାନେେ ତାଙ୍କୁ ଦଣ୍ତ ଦବୋକୁ ସ୍ଥିର କଲେ।
6 O rei foi preso e conduzido a Rebla, diante do rei de Babilônia, o qual pronunciou sentença contra ele.
7 ସମାନେେ ସିଦିକିଯଙ୍କର ପୁତ୍ରମାନଙ୍କୁ ତାଙ୍କ ସମ୍ମୁଖ ରେ ବଧ କଲେ। ତା'ପରେ ସମାନେେ ସିଦିକିଯଙ୍କର ଚକ୍ଷୁ ଉପାଡି ପକାଇଲେ ଓ ତାଙ୍କୁ ଶୃଙ୍ଖଳ ରେ ବାନ୍ଧି ବାବିଲକୁ ନଇେ ଗଲେ।
7 Degolou na presença de Sedecias os seus filhos, furou-lhe os olhos e o levou para Babilônia ligado com duas cadeias de bronze.
8 ନବୂଖଦ୍ନିତ୍ସର ରାଜତ୍ବର ଉନବିଂଶ ବର୍ଷ ରେ ପଞ୍ଚମ ମାସର ସପ୍ତମ ଦିନ ରେ ବାବିଲ ରାଜାର ଦାସ ନବୂସରଦନ୍ ଉତ୍ତମ ୟୋଦ୍ଧାବର୍ଗର ସନୋପତି ରୂପେ ୟିରୁଶାଲମ୍କୁ ଆସିଲା।
8 No sétimo dia do quinto mês, no décimo nono ano do reinado de Nabucodonosor, rei de Babilônia, Nabuzardã, chefe da guarda e servo do rei de Babilônia, entrou em Jerusalém.
9 ନବୂସରଦ୍ନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ, ୟିରୁଶାଲମ୍ର ସମସ୍ତ ଗୃହ ଓ ଏପରିକି ବୃହତ୍ ଗୃହ ଗୁଡିକୁ ଅଗ୍ନି ରେ ଦଗ୍ଧ କଲା।
9 Incendiou o templo do Senhor, o palácio real e todas as casas da cidade.
10 ନବୂସରଦନ୍ଙ୍କ ସହିତ ଥିବା ସମସ୍ତ ସୈନ୍ଯ ୟିରୁଶାଲମ୍ର ଚତୁର୍ଦ୍ଦିଗ ରେ ଥିବା ପ୍ରାଚୀରକୁ ଭାଙ୍ଗି ପକାଇଲେ।
10 E as tropas que acompanhavam o chefe da guarda demoliram o muro que cercava Jerusalém.
11 ତା'ପରେ ନବୂସରଦନ୍ ଅବଶିଷ୍ଟ ଲୋକମାନଙ୍କୁ ଓ ଆତ୍ମସମର୍ପଣ କରିବାକୁ ଆସିଥିବା ଲୋକମାନଙ୍କୁ ବନ୍ଦୀ କରି ନଇେ ଗଲେ।
11 Nabuzardã, chefe da guarda, deportou para Babilônia o que restava da população da cidade, os que já se tinham rendido ao rei de Babilônia e todo o povo que restava.
12 ସେ କବଳେ ଦରିଦ୍ରତମ ଲୋକମାନଙ୍କୁ ଛାଡି ଗଲା କାରଣ ସମାନେେ ଦ୍ରାକ୍ଷା କ୍ଷତେ ଓ ଅନ୍ଯାନ୍ଯ ଶସ୍ଯର ଯତ୍ନ ନବେେ।
12 O chefe da guarda só deixou ali alguns pobres como viticultores e agricultores.
13 ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ସମସ୍ତ ପିତ୍ତଳ ଦ୍ରବ୍ଯ ଭାଙ୍ଗି ପକାଇଲେ। ପିତ୍ତଳ ସ୍ତମ୍ଭ ବୈଠକି ସବୁ ଓ ପିତ୍ତଳମଯ ସମୁଦ୍ର ରୂପ ଦ୍ବୀପ ପାତ୍ର ଖଣ୍ତ ଖଣ୍ତ କରି ତହିଁରେ ଥିବା ପିତ୍ତଳକୁ ବାବିଲକୁ ନଇଗେଲେ।
13 Os caldeus quebraram as colunas de bronze do templo do Senhor, os pedestais e o mar de bronze que estavam no templo, e levaram o metal para Babilônia.
14 ଆଉ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିର ରେ ବ୍ଯବହୃତ ହାଣ୍ତି, କରଚୁଲି, କତୁରି, ଚମସ ସଜାପାଇଁ ସରଞ୍ଜାମ ଓ ଅନ୍ୟ ସମସ୍ତ ବସ୍ତୁ ଯାହା ମନ୍ଦିରର ସବୋ ପାଇଁ ବ୍ଯବହାର ହାଇେଥିଲା, ସମାନେେ ନଇେ ଗଲେ।
14 Tomaram também os cinzeiros, as pás, as facas, os vasos e todos os objetos de bronze que se usavam no culto.
15 ପୁଣି ନବୂସରଦନ୍ ଅଙ୍ଗାରଧାନୀ, କୁଣ୍ତସବୁ, ଯାହା ସୁନାର ଥିଲା ତାକୁ ସୁନା କରି ଓ ଯାହା ରୂପାର ଥିଲା ତାକୁ ରୂପାର କରି ନଇଗେଲା।
15 O chefe da guarda levou também os turíbulos e os vasos, tudo quanto era de ouro, e tudo quanto era de prata.
16 ନବୂସରଦନ୍ ନଇେଥିବା ଦ୍ରବ୍ଯ ଗୁଡିକ ହେଲା, ଯଥା:
16 Quanto às duas colunas, ao mar e aos pedestais que Salomão mandara fazer para o templo do Senhor, não se poderia calcular o peso do bronze de todos esses objetos.
17 ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳର ଦୁଇସ୍ତମ୍ଭ, ପ୍ରତ୍ୟେକ ସ୍ତମ୍ଭ ଆଠ ହାତ ଉଚ୍ଚର ଥିଲା ଓ ତା’ ଉପରେ ଥିବା ତିନି ହାତର ଉଚ୍ଚ ପିତ୍ତଳ ମୁଣ୍ତାଳି। ସର୍ବ ଉପରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା। ଉଭୟ ସ୍ତମ୍ଭ ସମାନ ଆକୃତି ଓ ସମାନ ପ୍ରକାରର ଥିଲା। ସଦାପ୍ରଭୁଙ୍କ ମନ୍ଦିର ପାଇଁ ଶଲୋମନ ବୃହତ୍ ଜଳାଶୟ ପିତ୍ତଳରେ ତିଆରି କରିଥିଲେ। ଏହି ସମସ୍ତ ପିତ୍ତଳ ନିର୍ମିତ ଜିନିଷଗୁଡ଼ିକ ବହୁତ ଭାରି ଓ ଓଜନ ଥିଲା।
17 Uma das colunas tinha dezoito côvados de altura, e sobre ela descansava um capitel de bronze de três côvados; em volta do capitel da coluna havia uma rede e romãs, tudo de bronze. A segunda coluna era semelhante, com sua rede.
18 ପୁଣି ନବୂସରଦନ୍ ପ୍ରଧାନ ଯାଜକ ସରାଯ ଦ୍ବିତୀୟ ଯାଜକ ସଫନିଯ ଓ ତିନି ଜଣ ଦ୍ବାରପାଳଙ୍କୁ ନଇେ ଗଲା।
18 O chefe da guarda levou também o sumo sacerdote Saraías, Sofonias, segundo sacerdote, e os três porteiros.
19 ସେ ମଧ୍ଯ ବନ୍ଦୀପରି ନିଆଗେଲ। ଏକ ନଫୁସକକୁ ସୈନ୍ଯମାନଙ୍କର ଦଖାେଶୁଣା, ରାଜାଙ୍କର ଉପଦେଶଗଣ, ସନୋର ସନୋପତିର ସଚିବ, ୟିଏ ଲୋକମାନଙ୍କୁ ଗଣିବାର ଦାଯିତ୍ବ ରେ ଥିଲେ ଏବଂ ସମାନଙ୍କେରୁ ସୈନ୍ଯମାନଙ୍କୁ ବାଛିବା ଏବଂ ଷାଠିଏ ଅନ୍ୟ ଲୋକମାନେ ସହର ରେ ମଣିଲେ।
19 Tomou na cidade um eunuco que era encarregado de comandar os homens de guerra, cinco homens do pessoal do rei que encontrou na cidade, e o escriba, chefe do exército, encarregado do recrutamento na terra, assim como sessenta homens da terra, que foram encontrados na cidade.
20 ତା'ପରେ ନବୂସରଦନ୍ ସମାନଙ୍କେୁ ଧରି ହମାତର ରିବ୍ଲା ରେ ଥିବା ବାବିଲ୍ ରାଜାଙ୍କ ନିକଟକୁ ନଇଗେଲା। ବାବିଲର ରାଜା ସମାନଙ୍କେୁ ସହେି ରିବ୍ଲା ରେ ବଧ କଲେ।
20 Nabuzardã, chefe da guarda, prendeu-os e levou-os ao rei de Babilônia em Rebla,
21 ଏହି ରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହାଇେ ନୀତ ହୋଲା।
21 e este mandou executá-los em Rebla, na. terra de Emat. Assim , foi Judá deportado para longe de sua terra.
22 ବାବିଲର ରାଜା ନବୂଖଦ୍ନିତ୍ସର କିଛି ଲୋକ ଯିହୁଦା ରେ ଛାଡି ୟାଇଥିଲେ। ସମାନଙ୍କେ ମଧିଅରେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିଯ ଥିଲା, ବାବିଲର ରାଜା ଗଦଲିଯକୁ ଯିହୁଦାର ଶାସନ କର୍ତ୍ତା ରୂପେ ନିୟୁକ୍ତି କଲେ।
22 Quanto ao resto da população que Nabucodonosor tinha deixado na terra de Judá, ele a entregou ao governo de Godolias, filho de Aicão, filho de Safã.
23 ଏହାପରେ ବାବିଲର ରାଜା ଗଦଲିଯକୁ ଶାସନକର୍ତ୍ତା କରିଅଛ ବୋଲି ଶୁଣି ସନୋପତିଗଣ ଓ ସମାନଙ୍କେ ଲୋକମାନେ ଯଥା: ନଥନିଯର ପୁତ୍ର ଇଶ୍ମାଯଲେ, କା ରହରେ ପୁତ୍ର ୟୋହାନନ୍, ନାଟୋଫାତୀଯଠାରୁ ତନହୂମତର ପୁତ୍ର ସରାଯ, ମାଖାତୀଯର ପୁତ୍ର ୟାସନିଯ ଓ ସମାନଙ୍କେର ଲୋକମାନେ ମିସ୍ପାର ଗଦଲିଯ ନିକଟକୁ ଆସିଲେ।
23 Quando os chefes do exército e seus homens souberam que o rei de Babilônia tinha nomeado Godolias como governador, foram ter com ele em Masfa. Eram: Ismael, filho de Natanias, Joanã, filho de Carée, Saraías, filho de Taneumet, de Netofa, e Jezonias, filho de Macati, eles e os seus homens.
24 ତହୁଁ ଗଦଲିଯ ଅଧିକାରୀମାନଙ୍କ ନିକଟରେ ଓ ସମାନଙ୍କେ ଲୋକମାନଙ୍କ ନିକଟରେ ଶପଥ କରନ୍ତି, ବାବିଲର ଅଧିକାରୀମାନଙ୍କୁ ଭୟ କର ନାହିଁ, ଏହିଠା ରେ ରହି ବାବିଲ ରାଜାର ସବୋ କର। ତା'ପରେ ଏହା ତୁମ୍ଭମାନଙ୍କ ସହିତ ମଙ୍ଗଳ ହବେ।
24 Godolias declarou, sob juramento, a eles e aos seus homens: Nada tendes a temer dos caldeus. Ficai na terra, submetei-vos ao rei de Babilônia e tudo vos correrá bem.
25 ମାତ୍ର ସପ୍ତମ ମାସ ରେ ରାଜବଂଶ ଜାତ ଇଲୀଶାମାର ପୌତ୍ର ନଥନିଯର ପୁତ୍ର ଇଶ୍ମାଯଲେ, ୟିଏ ରାଜା ପରିବାରରୁ ଥିଲେ। ସେ ଓ ତାଙ୍କର ଦଶଜଣ ସଙ୍ଗୀ ଗଦଲୀଯକୁ, ୟିହୁଦୀଯମାନଙ୍କୁ ଓ ମିସ୍ପା ରେ ଥିବା କଲଦୀଯମାନଙ୍କୁ ବଧ କଲେ।
25 Mas no sétimo mês, Ismael, filho de Natanias, filho de Elisama, de linhagem real, veio com dez homens e assassinaram Godolias, matando ao mesmo tempo os judeus e os caldeus que estavam com ele em Masfa.
26 ତା'ପରେ ସମସ୍ତ ସନୋପତିଗଣ ଓ େଛାଟ ବଡ ସବୁ ଲୋକ ମିଶରକୁ ପଳାଇଲେ। କାରଣ ସମାନେେ କଲଦୀଯମାନଙ୍କୁ ଭୟ କରୁଥିଲେ।
26 Então todo o povo, desde o menor até o maior, como também os chefes das tropas, fugiram para o Egito com medo dos caldeus.
27 ଅନନ୍ତର ଯିହୁଦାର ରାଜା ୟହୋଯାଖୀନଙ୍କ ବନ୍ଦୀତ୍ବର ସପ୍ତତ୍ରିଂଶ ବର୍ଷର ଦ୍ବାଦଶ ମାସ ରେ, ମାସର ସପ୍ତବିଂଶ ଦିନ ରେ ବାବିଲ ରାଜା ଇବିଲମରୋଦକ୍। ସେ ରାଜତ୍ବ ଆରମ୍ଭ କରିବା ବର୍ଷ ରେ ବନ୍ଦୀରୁ ଯିହୁଦାର ରାଜା ୟିହୋଯାଖୀନ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ବପୂର୍ଣ୍ଣ ସ୍ଥାନ ରେ ବସିବାକୁ ଦେଲେ। ତାହା ବବେିଲୋନ ରେ ତାଙ୍କ ସହିତ ଏପରି ଥିଲା।
27 No trigésimo sétimo ano do cativeiro de Joaquin, rei de Judá, no vigésimo sétimo dia do décimo segundo mês, Evil-Merodac, rei de Babilônia, no primeiro ano de seu reinado, fez graça a Joaquin, rei de Judá, e pô-lo em liberdade.
28 ଇବିଲ-ମରୋଦକ୍ ଯିହାୟୋଦାରଖୀନ୍ଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲେ। ସେ ବାବିଲ ରେ ତାଙ୍କ ସହିତ ଥିବା ଅନ୍ୟ ରାଜାମାନଙ୍କ ଆସନଠାରୁ ସେ ୟିହୋଯାଖୀନ୍ଙ୍କୁ ଉଚ୍ଚସ୍ଥାନ ଦଇେଥିଲେ।
28 Falou-lhe benignamente e deu-lhe um trono mais elevado que os dos reis que estavam com ele em Babilônia.
29 ଇବିଲ-ମରୋଦକ ୟିହୋଯାଖୀନଙ୍କ କାରାଗାର ପୋଷାକ ବଦଳାଇ ଦଇେଥିଲେ ଓ ସେ ପ୍ରତିଦିନ ତାଙ୍କ ସହିତ ଗୋଟିଏ ମଜେ ରେ ୟାବଜ୍ଜୀବନ ଭୋଜନ କଲେ।
29 Mudou-lhe as vestes de prisioneiro e, até o fim de sua vida, Joaquin comeu à mesa do rei de Babilônia.
30 ତେଣୁ ଅବଶିଷ୍ଟ ସମୟ ତାଙ୍କ ଜୀବନର ପ୍ରତିଦିନ। ତାଙ୍କର ସମସ୍ତ ଭୋଜନ ଇବିଲ-ମରୋଦକ ରାଜାଙ୍କ ଦ୍ବାରା ଯିହାୟୋଦାରଖୀନ୍ଙ୍କୁ ଦିଆଗଲା।
30 E o seu sustento diário foi assegurado pelo rei durante todo o tempo de sua vida.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Reis 25, comparar traduções ou montar um estudo — tudo direto pelo WhatsApp.