2 Samuel 1

Oriya Bible (GL_ORIYA)

1 ଅମାଲକେୀଯମାନଙ୍କୁ ମାରିସାରିବା ପରେ ଦାଉଦ ସିକ୍ଲଗକକ୍ସ୍ଟ ଫରେି ଆସିଲେ। ଏହା ଠିକ୍ ଶାଉଲଙ୍କର ମୃତକ୍ସ୍ଟ୍ଯ ପରେ ପରେ, ଦାଉଦ ସଠାେରେ ମାତ୍ର ଦକ୍ସ୍ଟଇ ଦିନ ରହିଲେ।

2 ତା'ପରେ ତୃତୀୟ ଦିନ ଶାଉଲଙ୍କର ଛାଉଣୀରକ୍ସ୍ଟ ଜଣେ ସୈନ୍ଯ ସିକ୍ଲଗ୍କକ୍ସ୍ଟ ଆସିଲା। ସେ ଲୋକଟି ଅତ୍ଯନ୍ତ ଦକ୍ସ୍ଟଃଖିତ ଥିଲା। ତା'ର ବସ୍ତ୍ର ଚିରି ୟାଇଥିଲା ଏବଂ ତା' ମକ୍ସ୍ଟଣ୍ତ ରେ ମାଟି ବୋଳି ହାଇେଥିଲା। ଉକ୍ତ ଲୋକ ଜଣକ ଦାଉଦଙ୍କ ପାଖକକ୍ସ୍ଟ ଆସି ଭୂମିଷ୍ଠ ପ୍ରଣାମ କଲା।

3 ଦାଉଦ ତାଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରକ୍ସ୍ଟ ଆସିଅଛ? ସେ ଲୋକଟି ଦାଉଦଙ୍କକ୍ସ୍ଟ ଉତ୍ତର ଦଇେ କହିଲା, ମୁ ଇଶ୍ରାୟେଲୀୟ ଛାଉଣୀରକ୍ସ୍ଟ ପଳାଇ ଆସିଛି।

4 ଦାଉଦ ସହେି ଲୋକଟିକକ୍ସ୍ଟ ପଚାରିଲେ, ଏ ୟକ୍ସ୍ଟଦ୍ଧ ରେ କିଏ ଜିତିଲା?

5 ଦାଉଦ ସହେି ୟକ୍ସ୍ଟବ ସୈନିକକକ୍ସ୍ଟ ପଚାରିଲେ, ଶାଉଲ ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନ ମୃତକ୍ସ୍ଟ୍ଯବରଣ କଲେ ବୋଲି ତୁମ୍ଭେ କିପରି ଜାଣିଲ?

6 ୟକ୍ସ୍ଟବକ ଜଣକ କହିଲା, ମୁ ଯେତବେେଳେ ଗିଲ୍ବୋଯ ପର୍ବତ ଉପରେ ଥିଲି, ମୁ ଦେଖିଲି, ଶାଉଲ ନିଜର ବର୍ଚ୍ଛା ଉପରେ ଆଉଜିଛନ୍ତି ଏବଂ ପଲେଷ୍ଟୀୟ ରଥସବୁ ଓ ଅଶ୍ବାରୋହୀମାନେ ତାଙ୍କର ପାଖକକ୍ସ୍ଟ ଆସକ୍ସ୍ଟଛନ୍ତି।

7 ଶାଉଲ ପଛକକ୍ସ୍ଟ ଗ୍ଭହିଁ ମାେତେ ଦେଖିଲେ ଓ ଡାକିଲେ, ମୁ ମଧ୍ଯ ଉତ୍ତର ଦଲେି।

8 ଶାଉଲ ମାେତେ ପଚାରିଲେ, ତୁମ୍ଭେ କିଏ? ମୁ ଉତ୍ତର ଦଲେି ମୁ ଜଣେ ଅମାଲକେୀଯ ଲୋକ।

9 ତା'ପରେ ଶାଉଲ କହିଲେ, 'ତୁମ୍ଭେ ମାେତେ ହତ୍ଯା କର। କାରଣ ମୁ ବଡ ୟନ୍ତ୍ରଣା ପାଉଛି। ତଥାପି ମାେ ପ୍ରାଣ ସଐୂର୍ଣ ରହିଅଛି।'

10 ସେ ଗଭୀର ଭାବରେ ଆହତ ହାଇେଥିଲେ। ମୁ ଜାଣିଲି ସେ ବଞ୍ଚିବେ ନାହିଁ, ତେଣୁ ମୁ ତାଙ୍କୁ ମାରିଦଲେି, ତା'ପରେ ମୁ ତାଙ୍କ ମକ୍ସ୍ଟଣ୍ତରକ୍ସ୍ଟ ମକ୍ସ୍ଟକକ୍ସ୍ଟଟ ଓ ବାହକ୍ସ୍ଟରକ୍ସ୍ଟ ବାଜକ୍ସ୍ଟ କାଢିଲି, ଏବଂ ମୁ ମାରେ ପ୍ରଭକ୍ସ୍ଟଙ୍କ ନିକଟକକ୍ସ୍ଟ ନଇେ ଆସିଲି।

11 ତା'ପରେ ଦାଉଦ ଦକ୍ସ୍ଟଃଖ ରେ ନିଜର ବସ୍ତ୍ରକକ୍ସ୍ଟ ଚିରି ପକାଇଲେ, ଏବଂ ଦାଉଦଙ୍କ ନିକଟରେ ଥିବା ସମସ୍ତ ଲୋକ ମଧ୍ଯ ଦାଉଦଙ୍କ ପରି କଲେ।

12 ସମାନେେ ଦକ୍ସ୍ଟଃଖ ରେ କାନ୍ଦିଲେ ଏବଂ ସମାନେେ ମଧ୍ଯ ଦିନସାରା କିଛି ଖାଇଲେ ନାହିଁ। ସମାନେେ ଏପରି କଲେ କାରଣ ଯୋନାଥନ ଓ ଶାଉଲ ମୃତକ୍ସ୍ଟ୍ଯବରଣ କଲେ ଏବଂ ସଦାପ୍ରଭୁଙ୍କର ବହକ୍ସ୍ଟତ ଇଶ୍ରାୟେଲୀୟ ଲୋକମାନେ ୟକ୍ସ୍ଟଦ୍ଧ ରେ ହତ ହେଲ। ତେଣୁ ସମାନେେ କାନ୍ଦିଲେ ଓ ଶୋକ ପାଳନ କଲେ।

13 ତା'ପରେ, ଦାଉଦ ସହେି ୟକ୍ସ୍ଟବକ ସହିତ କଥା ହେଲ, ୟିଏ ତାଙ୍କୁ ଶାଉଲଙ୍କର ମୃତକ୍ସ୍ଟ୍ଯ ବିଷଯ ରେ କହିଥିଲା ଏବଂ ପଚାରିଲେ, ତୁମ୍ଭେ କେଉଁଠାରକ୍ସ୍ଟ ଆସିଛ?

14 ତା'ପରେ ଦାଉଦ ତାକକ୍ସ୍ଟ ପଚାରିଲେ, ତୁମ୍ଭେ କିପରି ସାହସ କଲ ଓ ସଦାପ୍ରଭୁଙ୍କ ଦ୍ବାରା ମନୋନୀତ ରାଜାଙ୍କକ୍ସ୍ଟ ହତ୍ଯା କରିବା ପାଇଁ ଭୟ କଲ ନାହିଁ।

15 ଦାଉଦ ଅମାଲକେୀଯଙ୍କକ୍ସ୍ଟ କହିଲେ, ତୁମ୍ଭେ ତୁମ୍ଭର ମୃତକ୍ସ୍ଟ୍ଯ ପାଇଁ ଦାଯୀ, ତୁମ୍ଭେ ନିଜେ କହକ୍ସ୍ଟଛ ଯେ ସଦାପ୍ରଭୁଙ୍କ ଦ୍ବାରା ମନୋନୀତ ରାଜାଙ୍କକ୍ସ୍ଟ ତୁମ୍ଭେ ହତ୍ଯା କରିଛ ବୋଲି। ତେଣୁ ତୁମ୍ଭେ ଦୋଷୀ।

16 ଦାଉଦ ତାଙ୍କର ଜଣେ ଦାସଙ୍କକ୍ସ୍ଟ ଆଦେଶ ଦେଲେ, ତୁମ୍ଭେ ଏହି ଅମାଲକେୀଯଙ୍କକ୍ସ୍ଟ ହତ୍ଯା କର। ତେଣୁ ସେ ଏହି ଅମାଲକେୀଯଙ୍କକ୍ସ୍ଟ ହତ୍ଯା କଲେ।

17 ଶାଉଲ ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନ ପାଇଁ ଦାଉଦ ଏକ ଦକ୍ସ୍ଟଃଖଦ ଗୀତ ଗାଇଲେ।

18 ତା'ପରେ ଦାଉଦ ତାଙ୍କର ଲୋକମାନଙ୍କୁ, ୟିହକ୍ସ୍ଟଦୀଯମାନଙ୍କୁ ଉକ୍ତ ଗୀତ ଗାଇବା ପାଇଁ ଏବଂ ଶିକ୍ଷା ଦବୋ ପାଇଁ ଆଦେଶ ଦେଲେ। ଏହାକକ୍ସ୍ଟ ଧନକ୍ସ୍ଟ କକ୍ସ୍ଟହାୟାଏ। ଏହା ୟାଶରେ ପୁସ୍ତକକରେ ଲଖାେଅଛି।

19 ହେ ଇଶ୍ରାୟେଲ, ତୁମ୍ଭର ସୌନ୍ଦର୍ୟ୍ଯ ତୁମ୍ଭର ପର୍ବତକକ୍ସ୍ଟ ଭାଙ୍ଗି ଦଲୋ। ଦେଖ! କମେିତି ସହେି ବୀରଗଣଙ୍କର ପତନ ହେଲା।

20 ଗାଥ ସହରକକ୍ସ୍ଟ ଏହି ସମ୍ବାଦ ଦିଅ ନାହିଁ। ଅସ୍କିଲୋନର ଦାଣ୍ତ ରେ ଏହା ପ୍ରଗ୍ଭର କର ନାହିଁ। ଯଦି ତୁମ୍ଭେ ଏହା କର, ସହେି ପଲେଷ୍ଟୀୟ ନଗରଗକ୍ସ୍ଟଡିକ ଆନନ୍ଦ କରିବେ। ସହେି ନଗରର ଅସଭ୍ଯ ପ୍ରତିମା ପୂଜକଗଣ ଆନନ୍ଦିତ ହବେ।

21 ହେ ଗଲ୍ବୋଯ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡକ୍ସ୍ଟ। ଅଥବା ଉପହାରଜନକ କ୍ଷେତ୍ର ନ ହେଉ। କାରଣ ସଠାେରେ ବୀରମାନଙ୍କର ଢାଲ ଅଦରକାରୀ ପରି ଫିଙ୍ଗି ଦିଆଗଲା। ଶାଉଲଙ୍କର ଢାଲ ତୈଲ ରେ ଅଭିଷିକ୍ତ ହେଲା ନାହିଁ।

22 ହତ ଲୋକମାନଙ୍କର ରକ୍ତରକ୍ସ୍ଟ ବୀରମାନଙ୍କ ମଦରେକ୍ସ୍ଟ ଯୋନାଥନର ଧନକ୍ସ୍ଟ ଓ ଶାଉଲଙ୍କର ଖଡ୍ଗ ରିକ୍ତ ହାଇେ ଫେ ରେ ନାହିଁ।

23 ଶାଉଲ ଓ ଯୋନାଥନ ସମାନଙ୍କେ ଜୀବନକାଳ ମଧିଅରେ ଲୋକମାନଙ୍କଠାରକ୍ସ୍ଟ ବହକ୍ସ୍ଟତ ପ୍ ରମେ ପାଇଲେ। ଏପରିକି ମୃତକ୍ସ୍ଟ୍ଯ ସମୟରେ ମଧ୍ଯ ସମାନେେ ଅଲଗା ହେଲେ ନାହିଁ। ସମାନେେ ଉକ୍ରୋଶପକ୍ଷୀଠାରକ୍ସ୍ଟ ବଗବୋନ ଓ ସିଂହଠାରକ୍ସ୍ଟ ବଳବାନ ଥିଲେ।

24 ହେ ଇଶ୍ରାୟେଲର କନ୍ଯାଗଣ ଶାଉଲଙ୍କ ପାଇଁ କ୍ରନ୍ଦନ କର। ସେ ତୁମ୍ଭମାନଙ୍କୁ ସିନ୍ଦକ୍ସ୍ଟରବର୍ଣ୍ଣ ବସ୍ତ୍ର ରେ ସକ୍ସ୍ଟନ୍ଦର ରୂପେ ବସ୍ତ୍ରାନ୍ବିତ କଲେ। ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ବର୍ଣ୍ଣ ଅଳଙ୍କାର ଖଚିତ କଲେ।

25 ବୀରମାନେ ୟକ୍ସ୍ଟଦ୍ଧ ରେ ପତିତ ହେଲ। ଯୋନାଥନ ତକ୍ସ୍ଟମ୍ଭ ରାଜା ପର୍ବତ ରେ ହତ ହେଲ।

26 ହେ ମାରେ ଭାଇ ଯୋନାଥନ, ମୁ ତକ୍ସ୍ଟମ୍ଭ ଲାଗି ଦକ୍ସ୍ଟଃଖ କରୁଅଛି। ମୁ ତକ୍ସ୍ଟମ୍ଭ ସହିତ ଥିବାରକ୍ସ୍ଟ ଆନନ୍ଦ ଉପ ଭୋଗ କରୁଅଛି। ମାରେ ପ୍ରତି ତୁମ୍ଭର ପ୍ ରମେ ଆଶ୍ଚର୍ୟ୍ଯ ଓ ତାହା ସ୍ତ୍ରୀମାନଙ୍କ ପ୍ ରମରେକ୍ସ୍ଟ ବଳିଗଲା।

27 ବୀରମାନେ ୟକ୍ସ୍ଟଦ୍ଧ ରେ ପତିତ ହେଲ ଏବଂ ୟକ୍ସ୍ଟଦ୍ଧାସ୍ତ୍ରଗକ୍ସ୍ଟଡିକ ଧ୍ବଂସ କରାଗଲା।

Ler em outra tradução

Comparar lado a lado

Estude este capítulo no WhatsApp

Peça à IA da Bíblia Fala para explicar 2 Samuel 1, comparar traduções ou montar um estudo — tudo direto pelo WhatsApp.