2 Samuel 10

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଏହାପରେ ଅମ୍ମାନେ ସନ୍ତାନଗଣର ରାଜା ମରିଗଲା ପରେ ତା'ର ପକ୍ସ୍ଟତ୍ର ହାନୂନ୍ ରାଜ ପଦ ରେ ଅଭିଷିକ୍ତ ହେଲା।
1 Depois disto morreu o rei dos amonitas, e seu filho Hanum reinou em seu lugar.
2 ଦାଉଦ କହିଲେ, ମୁ ହାନୂନ୍ ପ୍ରତି ବିଶଷେ କରୁଣା ପ୍ରକାଶ କରିବାକୁ ଯାଉଅଛି କାରଣ ତା'ର ପିତା ନାହଶ ମାେ ପ୍ରତି ବହକ୍ସ୍ଟତ ବିଶ୍ବସ୍ତ ଓ ଦୟାବାନ ଥିଲା। ତେଣୁ ତାକକ୍ସ୍ଟ ପିତୃ ଶାେକରୁ ସାନ୍ତ୍ବନା ଦବୋ ପାଇଁ ଦାଉଦ ନିଜର ପଦାଧିକାରୀ କର୍ମଗ୍ଭରୀମାନଙ୍କୁ ତାଙ୍କ ନିକଟକକ୍ସ୍ଟ ପଠାଇଲେ।
2 Então disse Davi: usarei de benevolência para com Hanum, filho de Naás, como seu pai usou de benevolência para comigo. Davi, pois, enviou os seus servos para o consolar acerca de seu pai; e foram os servos de Davi à terra dos amonitas.
3 କିନ୍ତୁ ଅେମ୍ମାନୀୟ ଅଧିକାରୀଗଣ ହାନୂନ୍କକ୍ସ୍ଟ କହିଲେ, ତୁମ୍ଭେ ଭାବକ୍ସ୍ଟଛ କି ତୁମ୍ଭକୁ ସାନ୍ତ୍ବନା ଦବୋ ପାଇଁ ଓ ତୁମ୍ଭର ପକ୍ସ୍ଟତାଙ୍କୁ ସମ୍ମାନ ଦବୋ ପାଇଁ ଏହି ଲୋକମାନଙ୍କୁ ଦାଉଦ ପଠାଇଛନ୍ତି? ଦାଉଦ ସମାନଙ୍କେୁ ନଗରକକ୍ସ୍ଟ ଆକ୍ରମଣ କରିବା ପୂର୍ବରକ୍ସ୍ଟ ସମାନଙ୍କେୁ ନିରୀକ୍ଷଣ କରିବାକୁ ପଠାଇଛନ୍ତି।
3 Então disseram os príncipes dos amonitas a seu senhor, Hanum: Pensas, porventura, que foi para honrar teu pai que Davi te enviou consoladores? Não te enviou antes os seus servos para reconhecerem esta cidade e para a espiarem, a fim de transtorná-la?
4 ଏଥି ରେ ହାନୂନ ଦାଉଦର କର୍ମଗ୍ଭରୀମାନଙ୍କର ଦାଢିର ଅଧେ କ୍ଷୌର କଲା ଓ ସମାନଙ୍କେ ଅଣ୍ଟାରକ୍ସ୍ଟ ତଳକକ୍ସ୍ଟ ଥିବା ବସ୍ତ୍ର କାଟି ଦଲୋ। ତା'ପରେ ସେ ସମାନଙ୍କେୁ ବିଦା କଲା।
4 Pelo que Hanum tomou os servos de Davi, rapou-lhes metade da barba, cortou-lhes metade dos vestidos, até as nádegas, e os despediu.
5 ଏହି ଲୋକମାନଙ୍କୁ ପରେ ଦାଉଦ କହିଲେ ଓ ସେ ସମାନଙ୍କେୁ ଭଟେିବା ପାଇଁ ପୁରୁଷମାନଙ୍କୁ ପଠାଇଲେ, କାରଣ ସମାନେେ ଅତି ଲଜ୍ଜିତ ହାଇେଥିଲେ। ରାଜା ସମାନଙ୍କେୁ କହିଲେ, ତୁମ୍ଭର ଦାଢି ବଢିବା ପର୍ୟ୍ଯନ୍ତ ତୁମ୍ଭମାନେେ ଯିରୀହାେ ରେ ଥାଅ। ଏହାପରେ ଯିରୁଶାଲମକୁ ଫରେି ଆସିବ।
5 Quando isso foi dito a Davi, enviou ele mensageiros a encontrá-los, porque aqueles homens estavam sobremaneira envergonhados; e mandou dizer-lhes: Deixai-vos estar em Jericó, até que vos torne a crescer a barba, e então voltai.
6 ଅେମ୍ମାନୀୟମାନେ ହୃଦଯଙ୍ଗମ କଲେ ଯେ, ରାଜା ଦାଉଦ ସମାନଙ୍କେୁ ବର୍ତ୍ତମାନ ତାଙ୍କର ଶତୃ ବୋଲି ବିବଚେନା କଲେ। ତେଣୁ ସମାନେେ 20 ,000 ଅରାମୀଯ ୈସନ୍ଯମାନଙ୍କୁ ବୈଥ-ରହାବେ ଓ ସୋବାରକ୍ସ୍ଟ 1,000 ଜଣ ମାଖାର ରାଜାଙ୍କଠାରକ୍ସ୍ଟ ଏବଂ ଟୋବରକ୍ସ୍ଟ 12,000 ସୈନ୍ଯ ଭଡା ରେ ଆଣିଲେ।
6 Vendo, pois, os amonitas que se haviam feito abomináveis para com Davi, enviaram e alugaram dos sírios de Bete-Reobe e dos sírios de Bete-Reobe e dos sírios de Sobá vinte mil homens de infantaria, e do rei de Maacá mil homens, e dos homens de Tobe doze mil.
7 ଦାଉଦ ଏହା ଶକ୍ସ୍ଟଣି ଯୋୟାବଙ୍କ ସହିତ ସାହସୀ ସୈନ୍ଯ ଦଳକକ୍ସ୍ଟ ୟକ୍ସ୍ଟଦ୍ଧ ପାଇଁ ପଠାଇଲେ।
7 O que ouvindo Davi, enviou contra eles a Joabe com todo o exército dos valentes.
8 ସହେିଦିନ ଅେମ୍ମାନୀୟମାନେ ବାହାରି ଆସିଲେ ଏବଂ ନଗରର ଫାଟକ ନିକଟରେ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହାଇେ ରହିଲେ। ସୋବା ଓ ରହୋବର ଅରାମୀଯ ଲୋକମାନେ, ଟୋବର ସୈନ୍ଯମାନେ ଏବଂ ମାଖା ନଗର ବାହାର କ୍ଷେତ୍ର ରେ ଏକତ୍ରୀତ ହେଲ।
8 E saíram os amonitas, e ordenaram a batalha a entrada da porta; mas os sírios de Zobá e de Reobe, e os homens de Tobe e de Maacá estavam à parte no campo.
9 ଯୋୟାବ ନିଜ ଆଗେ ଶତୃମାନଙ୍କୁ ଦେଖିଲେ, ତେଣୁ ସେ ଇଶ୍ରାୟେଲର କକ୍ସ୍ଟଶଳି ଯୋଦ୍ଧାମାନଙ୍କୁ ମନୋନୀତ କଲେ ଏବଂ ସମାନଙ୍କେୁ ଅରାମୀଯମାନଙ୍କ ବିରକ୍ସ୍ଟଦ୍ଧ ରେ ପ୍ରସ୍ତକ୍ସ୍ଟତ କଲେ।
9 Vendo, pois, Joabe que a batalha estava preparada contra ele pela frente e pela retaguarda, escolheu alguns homens dentre a flor do exército de Israel, e formou-os em linha contra os sírios;
10 ସେ ଅବଶିଷ୍ଟ ଲୋକମାନଙ୍କୁ ନିଜର ଭାଇ ଅବୀଶଯ ହସ୍ତ ରେ ସମର୍ପଣ କଲେ, ତହିଁରେ ସେ ସମାନଙ୍କେୁ ନଇେ ଅେମ୍ମାନୀୟମାନଙ୍କ ବକ୍ସ୍ଟରକ୍ସ୍ଟଦ୍ଧ ରେ ସୈନ୍ଯ ସଜାଇଲ।
10 e entregou o resto do povo a seu irmão Abisai, para que o formasse em linha contra os amonitas.
11 ଯୋୟାବ ଅବିଶଯକକ୍ସ୍ଟ କହିଲେ, ଯଦି ଅରାମୀଯମାନେ ମାେ ପାଇଁ ୟକ୍ସ୍ଟଦ୍ଧ ରେ ବହକ୍ସ୍ଟତ ଶକ୍ତିଶାଳୀ ହକ୍ସ୍ଟଅନ୍ତି, ତବେେ ତୁମ୍ଭେ ମାେତେ ସାହାୟ୍ଯ କରିବ। କିନ୍ତୁ ଯଦି ଅେମ୍ମାନୀୟ ତକ୍ସ୍ଟମ୍ଭ ପାଇଁ ଶକ୍ତିଶାଳୀ ହକ୍ସ୍ଟଅନ୍ତି, ତବେେ ମୁ ଆସିବି ଏବଂ ତକ୍ସ୍ଟମ୍ଭଙ୍କକ୍ସ୍ଟ ସାହାୟ୍ଯ କରିବି।
11 E disse-lhe: Se os sírios forem mais fortes do que eu, tu me virás em socorro; e se os amonitas forem mais fortes do que tu, eu irei em teu socorro.
12 ବଳବାନ ହକ୍ସ୍ଟଅ, ଏବଂ ସାହସର ସହିତ ୟକ୍ସ୍ଟଦ୍ଧ କର, ଆମ୍ଭର ପ୍ରଭକ୍ସ୍ଟଙ୍କ ସହର ପାଇଁ ଓ ଆମ୍ଭର ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଆଖି ରେ ଯାହା ଠିକ୍ ସେ ତାହା କରିବେ।
12 Tem bom ânimo, e sejamos corajosos pelo nosso povo, e pelas cidades de nosso Deus; e faça o Senhor o que bem lhe parecer.
13 ତା'ପରେ ଯୋୟାବ ଏବଂ ତାଙ୍କର ସୈନ୍ଯମାନେ ଅରାମୀଯମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଅରାମୀଯମାନେ ଯୋୟାବଙ୍କ ସୈନ୍ଯମାନଙ୍କଠାରକ୍ସ୍ଟ ପରାସ୍ତ ହାଇେ ଛାଡି ପଳାଇଲେ।
13 Então Joabe e o povo que estava com ele travaram a peleja contra os sírios; e estes fugiram diante dele.
14 ଅରାମୀଯମାନଙ୍କୁ ପଳାଇବାର ଦେଖି ଅେମ୍ମାନୀୟମାନେ ଅବୀଶଯଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ନିଜର ନଗରକକ୍ସ୍ଟ ପଳାଯନ କଲେ।
14 E, vendo os amonitas que os sírios fugiam, também eles fugiram de diante de Abisai, e entraram na cidade. Então Joabe voltou dos amonitas e veio para Jerusalém.
15 ଏହାପରେ ଅରାମୀଯମାନେ ଇଶ୍ରାୟେଲ ସମ୍ମକ୍ସ୍ଟଖ ରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲ।
15 Os sírios, vendo que tinham sido derrotados diante de Israel, trataram de refazer-se.
16 ହଦଦଷେର ପୁରୁଷ ଲୋକ ପଠାଇ ଫରାତ୍ ନଦୀ ଆରପାରି ରେ ଅରାମୀଯମାନଙ୍କୁ ଅଣାଇଲେ। ତେଣୁ ସମାନେେ ହେଲମକକ୍ସ୍ଟ ଆସିଲେ। ହଦଦଷେର ସନୋପତି ଶୋବକ ସମାନଙ୍କେର ନେତା ଥିଲା।
16 E Hadadézer mandou que viessem os sírios que estavam da outra banda do rio; e eles vieram a Helã, tendo à sua frente Sobaque, chefe do exército de Hadadézer.
17 ଦାଉଦ ଏହା ଜାଣିବା ପରେ ସେ ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନଙ୍କୁ ଏକତ୍ର କରି ୟର୍ଦ୍ଦନ ପାର ହାଇେ ହେଲମକକ୍ସ୍ଟ ଆସିଲେ।
17 Davi, informado disto, ajuntou todo o Israel e, passando o Jordão, foi a Helã; e os sírios se puseram em ordem contra Davi, e pelejaram contra ele.
18 ଅରାମୀଯମାନେ ୟକ୍ସ୍ଟଦ୍ଧ କରି ନପାରି ଇଶ୍ରାୟେଲୀୟମାନଙ୍କ ଆଗରକ୍ସ୍ଟ ପଳାଯନ କଲେ। ଦାଉଦ ଅରାମୀଯମାନଙ୍କ 700 ରଥାରୂଢ ଓ 40,000 ଅଶ୍ବାରୂଢ ସୈନ୍ଯଙ୍କକ୍ସ୍ଟ ହତ୍ଯା କଲେ। ପକ୍ସ୍ଟଣି ସେ ସମାନଙ୍କେର ସନୋପତି ଶୋବକକକ୍ସ୍ଟ ଆଘାତ କଲେ ଓ ସେ ସହେିଠା ରେ ମୃତକ୍ସ୍ଟ୍ଯବରଣ କଲା।
18 Os sírios, porém, fugiram de diante de Israel; e Davi matou deles os homens de setecentos carros, e quarenta mil homens de cavalaria; e feriu a Sobaque, general do exército, de sorte que ele morreu ali.
19 ହଦ୍ଦଷେରଙ୍କର ସବୋ କରୁଥିବା ରାଜାମାନେ ଦେଖିଲେ ଯେ ଇଶ୍ରାୟେଲୀୟମାନେ ସମାନଙ୍କେୁ ପରାସ୍ତ କଲଣେି ଓ ସେ ଇଶ୍ରାୟେଲୀୟମାନଙ୍କ ସହିତ ସନ୍ଧି କଲେ ଓ ସମାନଙ୍କେର ସବେକ ହେଲ। ଅରାମୀଯମାନେ ପକ୍ସ୍ଟନ୍ନରାଯ ଅେମ୍ମାନୀୟମାନଙ୍କୁ ସାହାୟ୍ଯ କରିବାକୁ ଭୟ କଲେ।
19 Vendo, pois, todos os reis, servos de Hadadézer, que estavam derrotados diante de Israel, fizeram paz com Israel, e o serviram. E os sírios não ousaram mais socorrer aos amonitas.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Samuel 10, comparar traduções ou montar um estudo — tudo direto pelo WhatsApp.