2 Samuel 13

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଦାଉଦଙ୍କର ଏକ ପକ୍ସ୍ଟତ୍ର ଥିଲେ, ଯାହାର ନାମ ଥିଲା ଅବଶାଲୋମ। ଅବଶା ଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସକ୍ସ୍ଟନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପକ୍ସ୍ଟତ୍ର ଥିଲା ଅମ୍ମାନେ।
1 Aconteceu, depois disso, que Amnon, filho de Davi, se enamorou de Tamar, irmã de Absalão, filho de Davi, que era muito bela.
2 ଅମ୍ମାନେ ନିଜର ସାବତ ଭଉଣୀ ତାମରକକ୍ସ୍ଟ ଭଲପାଇ ବସିଲା ଓ ତା' ପ୍ ରମେ ରେ ତାକକ୍ସ୍ଟ ଜ୍ବର ଆସିଗଲା। ତାମର ଅନକ୍ସ୍ଟଢା ଥିଲା। ଅମ୍ମାନେ ତାକକ୍ସ୍ଟ ବହକ୍ସ୍ଟତ ଗ୍ଭହକ୍ସ୍ଟଁଥିଲା, କିନ୍ତୁ ତା' ସହିତ ଏକାକି ରହିବା ପାଇଁ ଅବକାଶ ପାଇଲା ନାହିଁ।
2 Amnon se consumia de tal modo por Tamar, sua irmã, a ponto de ficar doente, pois ela era virgem e parecia-lhe impossível fazer-lhe o que quer que fosse.
3 ଅମ୍ମାନଙ୍କେର ଯୋନାଦବ ନାମକ ଜଣେ ଚତକ୍ସ୍ଟର ବନ୍ଧକ୍ସ୍ଟ ଥିଲା, ୟିଏକି ଶିମିଯର ପକ୍ସ୍ଟତ୍ର। ଶିମିଯ ଦାଉଦଙ୍କର ଭାଇ ଥିଲା।
3 Ora, Amnon tinha um amigo chamado Jonadab, filho de Semaa, irmão de Davi, o qual era muito sagaz.
4 ସେ ଅମ୍ମାନେକକ୍ସ୍ଟ ପଗ୍ଭରିଲା, ତୁମ୍ଭେ କାହିଁକି ଦିନକକ୍ସ୍ଟ ଦିନ ଏପରି କ୍ଷୀଣ ହାଇେ ଯାଉଛ। ତୁମ୍ଭେ ମାେତେ କ'ଣ ତାହା କହିବ ନାହିଁ?
4 Disse ele a Amnon: Por que, ó príncipe, estás tão abatido todas as manhãs? Não mo queres dizer? É que amo Tamar, respondeu Amnon, a irmã de meu irmão Absalão.
5 ଯୋନାଦବ ତାହାକକ୍ସ୍ଟ କହିଲା, ତୁମ୍ଭେ ଶୟ୍ଯା ରେ ପଡି ରୋଗ ରେ ବାହାନା କର। ପକ୍ସ୍ଟଣି ତକ୍ସ୍ଟମ୍ଭ ପିତା ତୁମ୍ଭକୁ ଦେଖିବାକକ୍ସ୍ଟ ଆସିଲେ ତାଙ୍କୁ କକ୍ସ୍ଟହ, 'ଦୟାକରି ମାରେଭଉଣୀ ତାମରକକ୍ସ୍ଟ ମାେ ପାଖକକ୍ସ୍ଟ ଆସି ମାେତେ ଖାଦ୍ୟ ଦବୋକକ୍ସ୍ଟ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ। ସେ ମାେ ଆଗ ରେ ଖାଦ୍ୟ ରାନ୍ଧିବ, ତହିଁରେ ମୁ ତାହା ଦେଖି ତାହା ହାତରକ୍ସ୍ଟ ଭୋଜନ କରିବି।'
5 Jonadab disse-lhe: Deita em tua cama, e finge-te doente. Quando o teu pai vier ver-te, tu lhe dirás: Permite que Tamar venha dar-me de comer, preparando a comida diante de mim, a fim de que eu coma iguarias preparadas por sua mão.
6 ରାଜା ଦେଖିବାକକ୍ସ୍ଟ ଆସିବା ସମୟରେ ଅମ୍ମାନେ ରୋଗର ବାହାନା କରି ପଡି ରହିଲା। ଅମ୍ମାନେ କହିଲା, ମାେ ଭଉଣୀ ତାମରକକ୍ସ୍ଟ ଆସିବାକକ୍ସ୍ଟ ଦିଅନ୍ତକ୍ସ୍ଟ ଏବଂ ସେ ମାେ ଆଗ ରେ ଦକ୍ସ୍ଟଇଟି ପିଠା କରିବ, ତା'ପରେ ମୁ ସଗେକ୍ସ୍ଟଡିକ ତା' ହାତରକ୍ସ୍ଟ ଖାଇବି।
6 Amnon deitou-se e fingiu que estava enfermo. Quando o rei veio visitá-lo, ele disse-lhe: Peço-te que minha irmã Tamar venha preparar à minha vista dois pasteizinhos, para que eu coma de sua mão.
7 ତବେେ ଦାଉଦ ତାମରର ଗୃହକକ୍ସ୍ଟ ଲୋକ ପଠାଇ କହିଲେ, ତକ୍ସ୍ଟମ୍ଭ ଭାଇ ଅମ୍ମାନରେ ଘରକକ୍ସ୍ଟ ଟିକିଏ ୟାଇ ତାହାର ଖାଇବା ପାଇଁ କିଛି ରାନ୍ଧି ଦିଅ।
7 Davi mandou dizer a Tamar, no palácio: Vai à casa de teu irmão Amnon e prepara-lhe sua refeição.
8 ଯେତବେେଳେ ତାମର ଆପଣା ଭାଇ ଅମ୍ମାନରେ ଗୃହକକ୍ସ୍ଟ ଗଲା, ସେତବେେଳେ ସେ ଶୟ୍ଯା ରେ ଥିଲା। ତେଣୁ ତାମର ଚକଟା ମଇଦା ନଇେ ଦଳି ଅମ୍ମାନେ ଦେଖକ୍ସ୍ଟଥିବା ବେଳେ ପିଠା ପ୍ରସ୍ତକ୍ସ୍ଟତ କରି ତାକକ୍ସ୍ଟ ପାକ କଲା।
8 Tamar foi ter com o seu irmão Amnon, que estava deitado. Tomou farinha, amassou e fez os pastéis à sua vista.
9 ସେ କରଇରେକ୍ସ୍ଟ ପିଠାଗକ୍ସ୍ଟଡିକ କାଢିନଇେ ତା' ଆଗ ରେ ରଖିଲା। ଏବଂ ସେ ଖାଇବାକକ୍ସ୍ଟ ମନାକଲା ଏବଂ ଅମ୍ମାନେ କହିଲା, ସମସ୍ତଙ୍କକ୍ସ୍ଟ ବାହାରକକ୍ସ୍ଟ ପଠଇେ ଦିଅ। ଏବଂ ସମସ୍ତେ କଠୋରୀରକ୍ସ୍ଟ ବାହାରି ଗଲେ।
9 Depois de tê-los cozido, tomou a panela e despejou-a diante dele, mas Amnon não quis comer, e disse: Manda sair todos daqui. E retiraram-se todos os que estavam junto dele,
10 ତା'ପରେ ଅମ୍ମାନେ ତାମରକକ୍ସ୍ଟ କହିଲା, ଖାଦ୍ୟ ଦ୍ରବ୍ଯ ଶଯନ ଗୃହକକ୍ସ୍ଟ ଆଣ, ମୁ ତକ୍ସ୍ଟମ୍ଭ ହାତରକ୍ସ୍ଟ ତାହା ଭୋଜନ କରିବି।
10 Amnon disse então a Tamar: Traze o prato no meu quarto, para que eu coma de tua mão. Tamar tomou os pastéis que fizera e levou-os ao seu irmão no quarto.
11 ତାହାକକ୍ସ୍ଟ ଖକ୍ସ୍ଟଆଇବା ପାଇଁ ତାହା ନିକଟକକ୍ସ୍ଟ ନିଅନ୍ତେ ସେ ତାମରକକ୍ସ୍ଟ ଧରି କହିଲା, ଆସ ମାରେ ଭଉଣୀ ମାେ ପାଖ ରେ ଶଯନ କର।
11 E quando ela os oferecia a Amnon para que comesse, este segurou-a, dizendo: Vem, deita-te comigo, minha irmã!
12 ସେଥି ରେ ସେ ଉତ୍ତର ଦଲୋ, ନା, ନା, ଭାଇ ମାେତେ ଏହା କରିବାକୁ ବାଧ୍ଯ ନକର, କାରଣ ଇଶ୍ରାୟେଲ ମଧିଅରେ ଏପରି କର୍ମ ନିଷଧେ। ଏହିପରି ଭୟଙ୍କର କାର୍ୟ୍ଯ କରନାହିଁ।
12 Não, meu irmão, disse-lhe ela; não me violentes. Não se faz uma tal coisa em Israel. Não cometas semelhante infâmia.
13 ଯଦି ତୁମ୍ଭେ ଏହା କର, ମୁ ଲଜ୍ଜାରକ୍ସ୍ଟ କବେେ ମକ୍ସ୍ଟକ୍ତ ହାଇେ ପାରିବି ନାହିଁ। ଏବଂ ଇଶ୍ରାୟେଲ ରେ ତୁମ୍ଭେ ଜଣେ ସାଧାରଣ ଦୋଷୀ ରୂପେ ବିବଚେିତ ହବେ। ଏଣୁ ମୁ ବିନଯ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତକ୍ସ୍ଟମ୍ଭ ପ୍ରତି ମାେତେ ଦବୋ ପାଇଁ ଅସମ୍ମତ ହବେେ ନାହିଁ।
13 Aonde levaria eu o meu opróbrio? E tu serias olhado como um ímpio em Israel! É melhor que fales ao rei: ele não recusará dar-me a ti.
14 ତଥାପି ଅମ୍ ନୋନ ତାହାର କଥା ଶକ୍ସ୍ଟଣିଲା ନାହିଁ। ମାତ୍ର ସେ ତା'ଠାରକ୍ସ୍ଟ ବଳବାନ୍ ହବୋରକ୍ସ୍ଟ ତାହାକକ୍ସ୍ଟ ବଳତ୍କାର କରି ତା' ସଙ୍ଗେ ଶଯନ କଲା।
14 Mas ele não quis dar-lhe ouvidos e, como era mais forte que ela, violentou-a e se deitou com ela.
15 ତା'ପରେ ଅମ୍ମାନେ ତାକକ୍ସ୍ଟ ଅତି ଘୃଣା କଲା, ସେ ତାକକ୍ସ୍ଟ ଯେପରି ପ୍ ରମେ କରିଥିଲା, ତା' ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ ନୋନ ତାହାକକ୍ସ୍ଟ କହିଲା, ଉଠ ଏଠାରକ୍ସ୍ଟ ଗ୍ଭଲିୟାଅ।
15 E logo a seguir Amnon concebeu uma profunda aversão por ela, mais violenta do que o amor que antes lhe tivera. Levanta-te, disse-lhe ele, e vai-te!
16 ସେଥି ରେ ସେ କହିଲା, ମାେତେ ଏହିପରି ଅବସ୍ଥା ରେ ଦୂ ରଇେ ଦିଅନାହିଁ। ତୁମ୍ଭେ ମାେ' ପ୍ରତି ବର୍ତ୍ତମାନ ଯାହା କଲ, ତା'ଠାରକ୍ସ୍ଟ ମଧ୍ଯ ଏହା ଅଧିକରୁ ଅଧିକ ମନ୍ଦ ହବେ।
16 Não, meu irmão, respondeu ela; o ultraje que me farias, expulsando-me, seria ainda mais grave do que o que me acabas de fazer. Ele, porém, não quis ouvi-la;
17 ତା'ପରେ ଅମ୍ମାନେ ତା'ର ଦାସକକ୍ସ୍ଟ ଡାକି କହିଲା, ଏହାକକ୍ସ୍ଟ ମାେ ପାଖରକ୍ସ୍ଟ ବାହାର କରିଦିଅ, ଏବଂ କବାଟ ବନ୍ଦ କରିଦିଅ।
17 chamou o seu servo e disse-lhe: Põe fora daqui esta moça que me está importunando, e fecha a porta atrás dela.
18 ତେଣୁ ଅମ୍ ନୋନଙ୍କର ଦାସ ତାକକ୍ସ୍ଟ ଘରକ୍ସ୍ଟ ବାହାର କରି କଟାବ ବନ୍ଦ କରି ଦଲୋ।
18 {Ela trazia um vestido comprido, como se vestiam outrora as donzelas filhas do rei.} O servo expulsou-a, fechando a porta atrás dela.
19 ଏଥି ରେ ଅମ୍ମାନରେ ଦାସ ତାହାକକ୍ସ୍ଟ ବାହା ରେ ଆଣି ତାହା ପେଛ ପେଛ କବାଟ ଦଇଦେବୋରକ୍ସ୍ଟ ସେ ନିଜର ମକ୍ସ୍ଟଣ୍ତ ରେ ଭସ୍ମ ଦଇେ ତାହା ଦହରେ ଦୀର୍ଘ୍ଯ ଅଙ୍ଗ ରଖାେ ଚିରି ଦଲୋ। ତା'ପରେ ସେ ମକ୍ସ୍ଟଣ୍ତ ରେ ହାତ ଦଇେ କାନ୍ଦି କାନ୍ଦି ସଠାେରକ୍ସ୍ଟ ପ୍ରସ୍ଥାନ କଲା।
19 Tamar derramou então cinza sobre a cabeça, rasgou o seu longo vestido e, pondo a mão sobre a cabeça, afastou-se gritando.
20 ତକ୍ସ୍ଟମ୍ଭ ସହିତ ତୁମ୍ଭର ଭାଇ ଅମ୍ ନୋନ ଅଛି କି? ସେ ତୁମ୍ଭକୁ ଆଘାତ କଲା କି? ଭଉଣୀ, ଏବେ ତକ୍ସ୍ଟନି ହକ୍ସ୍ଟଅ, ସେ ତୁମ୍ଭର ଭାଇ, ଏ ବିଷଯ ରେ ଚିନ୍ତା କରି ବ୍ଯତିବ୍ଯସ୍ତ ହକ୍ସ୍ଟଅ ନାହିଁ। ଏହାପରେ ସେ ନିଜର ସହୋଦର ଅବଶା ଲୋମର ଗୃହ ରେ ରହିଲା। ଏବଂ ସେ କିଛି କହିଲା ନାହିଁ। ସେ ସଠାେରେ ବାସ କଲା ଓ ଏକାକି ଥିଲା ଓ ଉଦାସ ଥିଲା।
20 Seu irmão Absalão disse-lhe: Esteve realmente contigo Amnon, teu irmão? Por agora, cala-te, minha irmã; ele é teu irmão: não penses mais nisso. E Tamar permaneceu consternada, na casa de seu irmão Absalão.
21 ମାତ୍ର ରାଜା ଦାଉଦ ଏହିସବୁ କଥା ଶକ୍ସ୍ଟଣି ଅତ୍ଯନ୍ତ କ୍ରୁଦ୍ଧ ହେଲ।
21 O rei Davi soube de tudo o que se tinha passado, e inflamou-se com violência a sua cólera, mas não quis afligir seu filho Amnon, pois o amava por ser o seu primogênito.
22 ଅବଶାଲୋମ ଅମ୍ମାନେକକ୍ସ୍ଟ ଭଲ କି ମନ୍ଦ କିଛି କହିଲା ନାହିଁ। କାରଣ ତାହାର ଭଉଣୀ ତାମରକକ୍ସ୍ଟ ବଳାତ୍କାର କରିବାରକ୍ସ୍ଟ ଅବଶା ଲୋମ ଅମ୍ ନୋନକକ୍ସ୍ଟ ଘୃଣା କଲା।
22 Quanto a Absalão, este não disse a Amnon uma só palavra, nem boa nem má, porque o odiava, por ter ele violado sua irmã Tamar.
23 ଏହାପରେ ସଐୂର୍ଣ୍ଣ ଦକ୍ସ୍ଟଇ ବର୍ଷ ପରେ ଇଫ୍ରଯିମ ସୀମା ରେ ବାଲ୍ ହାତସୋର ରେ ଅବଶାଲୋମର ମଷେ ଲୋମ ଛଦନେ କଲା ଏବଂ ଅବଶା ଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।
23 Passados dois anos, Absalão tosquiava suas ovelhas em Baal Hasor, perto de Efraim, e convidou todos os filhos do rei.
24 ପକ୍ସ୍ଟଣି ଅବଶା ଲୋମ ରାଜାଙ୍କ ନିକଟକକ୍ସ୍ଟ ଆସିଲା ଓ କହିଲା, ଦେଖନ୍ତକ୍ସ୍ଟ ମାରେ ମଷଗେକ୍ସ୍ଟଡିକର ଲୋମ ଛଦନେ ହାଇେଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସ ସଙ୍ଗ ରେ ଆସନ୍ତକ୍ସ୍ଟ।
24 Veio ter com o rei e disse-lhe: Eis que se tosquiam as ovelhas de teu servo; venha, pois, o rei com os seus familiares à casa do teu servo.
25 ଏଥି ରେ ରାଜା ଅବଶାଲୋମକକ୍ସ୍ଟ କହିଲେ, ନାହିଁ ମାରେପକ୍ସ୍ଟତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତକ୍ସ୍ଟମ୍ଭ ପ୍ରତି ଭାରସ୍ବରୂପ ହବେକ୍ସ୍ଟ।
25 O rei disse-lhe: Não, meu filho, não iremos todos, para não te sermos pesados. Malgrado instâncias de Absalão, o rei não quis ir, e o abençoou.
26 ଏଥି ରେ ଅବଶା ଲୋମ କହିଲା, ଯଦି ଆପଣ ଆସକ୍ସ୍ଟନାହାନ୍ତି, ତବେେ ମାରେ ଭାଇ ଅମ୍ମାନେକକ୍ସ୍ଟ ଆମ ସଙ୍ଗ ରେ ୟିବାକକ୍ସ୍ଟ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ।
26 Absalão replicou: Se tu não vens, deixa ao menos que venha conosco o meu irmão Amnon. Por que, disse Davi, iria ele contigo?
27 ମାତ୍ର ଅବଶାଲୋମ ବଳାଇବାରକ୍ସ୍ଟ ରାଜା ଅମ୍ ନୋନକକ୍ସ୍ଟ ଓ ସବୁ ରାଜ ପକ୍ସ୍ଟତ୍ରଙ୍କକ୍ସ୍ଟ ତାହା ସଙ୍ଗେ ପଠାଇଲେ।
27 Mas Absalão tanto insistiu que Davi deixou partir com ele Amnon e todos os filhos do rei. E Absalão organizou um banquete real.
28 ଏହାପରେ ଅବଶା ଲୋମ ନିଜର ସବେକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, ଅମ୍ ନୋନକକ୍ସ୍ଟ ଜଗିଥାଅ, ଯେତବେେଳେ ସେ ଟିକେ ମାତାଲ ହବେ, ଦ୍ରାକ୍ଷାରସରକ୍ସ୍ଟ ଉତ୍ତମ ଅନକ୍ସ୍ଟଭବ କରିବ, ମାେ ଆଦେଶ ଅନକ୍ସ୍ଟକରଣ କରି ତାକକ୍ସ୍ଟ ହତ୍ଯା କର। ଭୟ କର ନାହିଁ, ମୁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦଇନୋହିଁ, ବଳବାନ୍ ଏବଂ ସାହସି ହକ୍ସ୍ଟଅ।
28 Ora, Absalão dera aos seus criados a ordem seguinte: Ouvi! Quando Amnon tiver o coração alegre por causa do vinho, e eu vos disser: Feri Amnon!, então vós o matareis; não tenhais medo, porque sou eu quem vo-lo ordena. Coragem, e sede homens fortes!
29 ଅବଶାଲୋମର ଲୋକମାନେ ଗଲେ ଓ ଅବଶା ଲୋମର ଆଜ୍ଞାନକ୍ସ୍ଟସା ରେ ଅମ୍ ନୋନକକ୍ସ୍ଟ ହତ୍ଯା କଲେ। ତେଣୁ ରାଜପକ୍ସ୍ଟତ୍ରମାନେ ସମସ୍ତେ ଉଠି ପ୍ରେତ୍ୟକକ ନିଜ ନିଜ ଖଚର ଉପରେ ଚଢି ପଳାଇଲେ।
29 Os servos de Absalão fizeram a Amnon conforme o seu senhor lhes ordenara. Então todos os filhos do rei se levantaram, montaram nas suas mulas e fugiram.
30 ତଥାପି ସମାନେେ ବାଟରେ ଥିଲେ। ଦାଉଦ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସମାନଙ୍କେ ମଧ୍ଯରକ୍ସ୍ଟ ଜଣେ ଅବଶିଷ୍ଟ ନାହିଁ।
30 Estavam ainda a caminho, quando chegou ao rei o boato que dizia: Absalão feriu todos os príncipes; nenhum se salvou!
31 ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହାଇେ ପଡିଲେ ଓ ତାଙ୍କର ଦାସ ସମସ୍ତେ ନିଜ ନିଜର ବସ୍ତ୍ର ଚିରି ତାହାଙ୍କ ନିକଟରେ ଠିଆ ହେଲ।
31 O rei levantou-se, rasgou suas vestes e prostrou-se por terra; e todos os que o rodeavam rasgaram também as suas vestes.
32 ସେତବେେଳେ ଦାଉଦଙ୍କର ଭାଇ ଶିମିଯର ପକ୍ସ୍ଟତ୍ର ଯୋନାଦବ ପହଞ୍ଚିଲା ଓ କହିଲା, ନା! ସମସ୍ତଙ୍କକ୍ସ୍ଟ ହତ୍ଯା କରାୟାଇ ନାହିଁ। ମାତ୍ର ଅମ୍ ନୋନକକ୍ସ୍ଟ ହତ୍ଯା କରାଗଲା। ଅମ୍ ନୋନ ତାମରକକ୍ସ୍ଟ ଧର୍ଷଣ କରିବା ଦିନଠାରକ୍ସ୍ଟ ଅବଶା ଲୋମ ଏହି ଷଡୟନ୍ତ୍ର କରି ଆସକ୍ସ୍ଟଅଛି।
32 Mas Jonadab, filho de Semaa, irmão de Davi, tomou a palavra: Não pense o rei, meu senhor, que foram assassinados todos os jovens. Só Amnon morreu, porque Absalão decidira matá-lo desde o dia em que ele violou sua irmã Tamar.
33 ଏଣୁ ସମସ୍ତ ରାଜପକ୍ସ୍ଟତ୍ର ମରିଛନ୍ତି ବୋଲି ମାରେ ପ୍ରଭକ୍ସ୍ଟ, ମହାରାଜ ମନ ରେ ନ ଘନନ୍େତକ୍ସ୍ଟ। କାରଣ କବଳେ ଅମ୍ ନୋନ ମରିଛି।
33 Não acredite o rei, meu senhor, que morreram todos os príncipes. Só Amnon pereceu,
34 ଏଥି ମଧିଅରେ ଅବଶା ଲୋମ ପଳାଯନ କରିଥିଲା।
34 e seus outros irmãos estão vivos. Entretanto, Absalão fugira. A sentinela, levantando os olhos, viu uma grande tropa que descia pelo declive do caminho de Horonaim, e veio anunciar ao rei: Vi homens que vinham pelo caminho de Horonaim, no flanco da montanha.
35 ତେଣୁ ଯୋନାଦବ, ରାଜା ଦାଉଦଙ୍କକ୍ସ୍ଟ କହିଲା, ଦେଖ ମୁ ଠିକ୍ କହକ୍ସ୍ଟଛି, ଦେଖ, ରାଜାଙ୍କର ପକ୍ସ୍ଟତ୍ର ଆସକ୍ସ୍ଟଛନ୍ତି।
35 Jonadab disse ao rei: São os príncipes que chegam; é bem como tinha dito o teu servo.
36 ଏହା କହି ସାରିବାପରେ ରାଜକକ୍ସ୍ଟମାରଗଣ ଆସି ସଠାେରେ ପହଁଞ୍ଚି ଗଲେ ଏବଂ ସମାନେେ କ୍ରନ୍ଦନ କରୁଥିଲେ। ଦାଉଦ ଏବଂ ତାଙ୍କର ଦାସୀମାନେ ମଧ୍ଯ କାନ୍ଦିବାକକ୍ସ୍ଟ ଲାଗିଲେ ଓ ଚିତ୍କାର କରି କାନ୍ଦିଲେ।
36 Falava ele ainda, quando entraram os filhos do rei e puseram-se a chorar. Então o rei e todos os seus derramaram abundantes lágrimas.
37 ତାଙ୍କର ପକ୍ସ୍ଟତ୍ର ଅମ୍ମାନଙ୍କେ ପାଇଁ ଦାଉଦ ବହକ୍ସ୍ଟତ ଦିନ ଶାେକ କଲେ।
37 Quanto a Absalão, fugira para junto de Tolomai, filho de Amiud, rei de Gessur.
38 ଏହାପରେ ଅବଶା ଲୋମ ଗଶୂରକକ୍ସ୍ଟ ପଳାଇ ସଠାେରେ ତିନିବର୍ଷ ଧରି ରହିଲା।
38 Enquanto isso, Davi continuava de luto pelo filho. E Absalão permaneceu três anos em Gessur, para onde fugira.
39 ଦାଉଦ ତାଙ୍କର ମନ ଅବଶାଲୋମ ଆଡେ ଗଲାପରେ ତାଙ୍କର ପ୍ରାଣ କ୍ଷୀଣ ହେଲା କାରଣ ସେ ଅମ୍ ନୋନର ମୃତକ୍ସ୍ଟ୍ଯ ଜାଣି ସାନ୍ତ୍ବନା ପ୍ରାଲ୍ଗ ହେଲ।
39 O ânimo do rei cessou de irritar-se contra Absalão, tendo-se consolado da perda de Amnon.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 2 Samuel 13, comparar traduções ou montar um estudo — tudo direto pelo WhatsApp.